ଭୋଟ୍ ଦେଉଛି ଓଡ଼ିଶା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ଚାଲିଛି ମତଦାନ। ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ଟିକିନିଖି ଖବର ଜାଣିବାକୁ ଆମ ସହ ଯୋଡ଼ିହୋଇ ରୁହନ୍ତୁ ଆଉ ଲଗ୍ଇନ୍ କରନ୍ତୁ otvkhabar.in
20:43 PM
ସରିଛି ପ୍ରଥମ ପର୍ଯ୍ୟାୟ ମତଦାନ। ନେତାଙ୍କ ଭାଗ୍ୟ ସ୍ଥିର କରିଛନ୍ତି ଭୋଟର। ଯାହାର ରେଜଲ୍ଟ ପ୍ରକାଶ ପାଇବ ଆସନ୍ତା ଜୁନ୍ ୪ ତାରିଖରେ। ଅଧିକ ପଢ଼ନ୍ତୁ...
20:33 PM
20:33 PM
20:32 PM
20:32 PM
20:01 PM
ଚିକିଟିରୁ ଗୋପାଳପୁର, ତା ସହ ବ୍ରହ୍ମପୁରର ବିଭିନ୍ନ ବୁଥ୍। ଭୋଟ୍ ବେଳେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ, ଉତ୍ତେଜନା, ଅଶାନ୍ତ ସ୍ଥିତି। ଚିକିଟି କଳାବାଡ଼ ପଞ୍ଚାୟତ ୧୪୬ ନମ୍ବର ବୁଥରେ ସକାଳୁ ସକାଳୁ ଉତ୍ତେଜନା। ବିଜେପି ଏଜେଣ୍ଟଙ୍କୁ ବୁଥରେ ପୂରାଇ ନଦେବା ଅଭିଯୋଗରେ ଉପୁଜିଥିଲା ଗଣ୍ଡଗୋଳ। ତଦନ୍ତ ପାଇଁ ସେଠାରେ ପହଞ୍ଚିଥିଲେ ନିର୍ବାଚନ ଅଧିକାରୀଙ୍କ ସ୍ୱତନ୍ତ୍ର ଟିମ୍। ଅଧିକ ପଢ଼ନ୍ତୁ...
20:00 PM
ଖରାକୁ ଖାତିର ନାହିଁ, ବାଧକ ସାଜିନି ବୟସ, ଅଟକାଇ ପାରିନି ଅକ୍ଷମତା । ଗଣତନ୍ତ୍ରର ମହାପର୍ବରେ ସାମିଲ ହେବାକୁ ମନରେ ଢେର୍ ଉତ୍ସାହ, ବିଶେଷ ଆକର୍ଷଣ। ଦୀର୍ଘ ୫ ବର୍ଷ ପରେ ପୁଣି ମତଦାନ ମହାନ ସୁଯୋଗ ମିଳିଥିବାରୁ ଆଜି ସକାଳୁ ସକାଳୁ ବୁଥ୍ଗୁଡ଼ିକ ଆଗରେ ଲାଗିଥିଲା ଏମିତି ଲମ୍ବା ଲାଇନ୍। ମତାଧିକାର ସାବ୍ୟସ୍ତ ଲାଗି ଯୁବାବର୍ଗଙ୍କ ମଧ୍ୟରେ ଯେତିକି ଉତ୍ସାହ ଥିଲା, ଉପାନ୍ତ ଆଦିବାସୀ ଇଲାକାର ଆଦିମ ଜନଜାତି ଭୋଟରଙ୍କ ଭିତରେ ଥିଲା ତାଠୁ ଅଧିକ ଆକର୍ଷଣ। ଅଧିକ ପଢ଼ନ୍ତୁ...
19:20 PM
19:20 PM
18:48 PM
17:29 PM
17:07 PM
17:01 PM
16:34 PM
16:24 PM
16:12 PM
15:38 PM
15:31 PM
14:46 PM
14:42 PM
14:28 PM
14:24 PM
13:52 PM
13:51 PM
13:39 PM
13:17 PM
13:06 PM
13:05 PM
12:29 PM
ଗଣତନ୍ତ୍ରର ମହାନ ପର୍ବରେ ସାମିଲ୍ ହୋଇଛି ଓଡ଼ିଶା। ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ଭୋଟରଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ। ନିଜ ନିଜର ମତାଧିକାର ସାବ୍ୟସ୍ତ କରିବା ପାଇଁ ମତଦାନ କେନ୍ଦ୍ରକୁ ଯାଉଛନ୍ତି। ତେବେ ଦିନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ରେକର୍ଡ କରାଯାଇଛି । ECI ଆପ୍ ମୁତାବକ ନୂଆପଡ଼ାରେ ସର୍ବାଧିକ ୨୭.୮୮% ମତଦାନ ରେକର୍ଡ ହୋଇଥିବା ବେଳେ ରାୟଗଡ଼ାରେ ସର୍ବନିମ୍ନ ୨୧% ମତଦାନ ରେକର୍ଡ କରାଯାଇଛି। ଅଧିକ ପଢ଼ନ୍ତୁ...
12:28 PM
12:27 PM
12:14 PM
12:12 PM
12:10 PM
12:02 PM
11:55 AM
11:54 AM
11:42 AM
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ଭୋଟର୍ମାନେ ବୁଥ୍କୁ ଯାଇ ଭୋଟ୍ ଦେଉଛନ୍ତି। ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ତେବେ ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ ରେକର୍ଡ କରାଯାଇଛି । କୋରାପୁଟରେ ସର୍ବାଧିକ ୧୩.୧୪ % ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ % ଭୋଟିଂ ହୋଇଛି। ଅଧିକ ପଢ଼ନ୍ତୁ...
11:40 AM
11:25 AM
11:20 AM
ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ତେବେ ପ୍ରଥମ ପର୍ଯ୍ୟାୟ ମତଦାନରେ ଭୋଟ୍ ବର୍ଜନ କରିଛନ୍ତି ନାରାୟଣପାଟଣା ଭୋଟ୍ର । ମୌଳିକ ସମସ୍ୟା ସମାଧାନ ଦାବିରେ ନାରାୟଣପାଟଣାରେ ଭୋଟ୍ ବର୍ଜନ କରିଛନ୍ତି ଭୋଟର। ଅଧିକ ପଢ଼ନ୍ତୁ...
11:05 AM
10:59 AM
10:43 AM
10:34 AM
10:18 AM
09:55 AM
09:55 AM
09:53 AM
09:45 AM
09:16 AM
09:14 AM
09:13 AM
09:10 AM
09:07 AM
ଦେଶରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ। ୧୦ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ଲୋକସଭା ଆସନରେ ଚାଲିଛି ଭୋଟ୍ ଗ୍ରହଣ। ମୈଦାନରେ ଅଛନ୍ତି ୧୭୧୭ ଜଣ ସାଂସଦ ପ୍ରାର୍ଥୀ। ସମସ୍ତଙ୍କର ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୧୭ କୋଟି ୭୦ ଲକ୍ଷ ଭୋଟର୍। ଏଥିପାଇଁ ୧ ଲକ୍ଷ ୯୨ ହଜାର ମତଦାନ କେନ୍ଦ୍ରର ବ୍ୟବସ୍ଥା ହୋଇଛି। ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନରେ ୮.୯୭ କୋଟି ପୁରୁଷ ଏବଂ ୮.୭୩ କୋଟି ମହିଳା ରହିଛନ୍ତି । ସେହିପରି ନିର୍ବାଚନରେ ନିୟୋଜିତ ରହିଛନ୍ତି ୧୯ଲକ୍ଷ ପୋଲିଂ ଅଧିକାରୀ । ଅଧିକ ପଢନ୍ତୁ.....
09:06 AM
ଭୋଟ୍ ଦେଉଛି ଓଡ଼ିଶା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ଚାଲିଛି ମତଦାନ। ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ବିଭିନ୍ନ ଦଳର ବହୁ ଟାଣୁଆ ନେତାଙ୍କର ଆଜି ହେଉଛି ଭାଗ୍ୟ ପରୀକ୍ଷା। ନାମୀଦାମୀ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର। ଅଧିକ ପଢନ୍ତୁ.....
09:05 AM
ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେଲା ଓଡ଼ିଶା। ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ଏହା ପୂର୍ବରୁ ମକ୍ ପୋଲ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ। ଅଧିକ ପଢନ୍ତୁ....
09:02 AM