ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି।
07:54 AM
ଅବପାତ ପ୍ରଭାବରେ ଉପକୂଳବର୍ତ୍ତୀ କିଛି ଜିଲ୍ଲାମାନଙ୍କରେ ଆଜି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ଅନୁମାନ ରହିଛି।
13:34 PM
13:17 PM
13:14 PM
12:59 PM
12:51 PM
12:44 PM
12:40 PM
12:39 PM
12:36 PM
12:34 PM
12:32 PM
12:20 PM
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆଜି ରାତିରେ ଏହା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟାହ୍ନରେ ଗଭୀର ଅବପାତ ହୋଇ ପୁରୀରେ ପହଞ୍ଚିବ।
12:11 PM
12:09 PM
11:36 AM
11:18 AM
11:17 AM
11:09 AM
11:00 AM
10:04 AM
10:03 AM
09:59 AM
ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆସନ୍ତାକାଲି ପୁରୀ ଛୁଇଁବା ବେଳକୁ ବାତ୍ୟା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି।
09:50 AM
09:28 AM
09:21 AM
09:21 AM
09:14 AM
09:14 AM
09:04 AM
ବାତ୍ୟା ‘ଜୱାଦ୍’ ଦିଗ ପରିବର୍ତ୍ତନ କରିବା ପରେ ବର୍ଷା ଓ ପବନ ଧୀରେ ଧୀରେ ବଢ଼ିବ। ସର୍ବାଧିକ ୯୫ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି।
08:49 AM
08:42 AM
08:41 AM
08:32 AM
ବାତ୍ୟା ପାଇଁ ୯୫ରୁ ଅଧିକ ଟ୍ରେନ୍ ବାତିଲ୍ କରାଯାଇଛି। ଏହା ବ୍ୟତୀତ ଜୀବନ ଯେପରି ହାନୀ ହେବନି ସେ ଦିଗରେ ଧ୍ୟାନ ରଖାଯାଇଛି।
08:09 AM
08:04 AM
07:47 AM
07:42 AM
07:39 AM
ଆସନ୍ତାକାଲି ମଧ୍ୟାହ୍ନରେ ବାତ୍ୟା ‘ଜୱାଦ୍’ ପୁରୀ ଉପକୂଳ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ‘ଜୱାଦ୍’ ଏବେ ଗୋପାଳପୁରଠୁ ୩୬୦ କି.ମି. ଦୂରରେ ଥିବାବେଳେ ବିଶାଖାପାଟଣା ଠାରୁ ୨୫୦ କି.ମି. ଦୂରରେ ରହିଛି।
07:18 AM
21:17 PM
ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ, କେନ୍ଦୁଝର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରି, ମୟୂରଭଞ୍ଜ ପାଇଁ ସ୍କୁଲ୍ ଛୁଟି ଘୋଷଣା
21:16 PM
18:34 PM
ଓଡ଼ିଶା ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଜୱାଦ । ବର୍ତ୍ତମାନ ସୁଦ୍ଧା ଗୋପାଳପୁରରୁ ୪୭୦ କିମି, ପାରାଦୀପରୁ ୫୮୦ କିମି ଦୂରରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୨୨ କିମି ବେଗରେ ଆସୁଛି ବାତ୍ୟା । ଆସନ୍ତାକାଲି ରି-କର୍ଭ କରି ୫ ଟା ସୁଦ୍ଧା ପୁରୀ ଉପକୂଳ ପାଖାପାଖି ହେବ ବୋଲି କୁହାଯାଉଛି ।
18:21 PM
18:15 PM
ବାତ୍ୟା ‘ଜୱାଦ୍’ ପାଇଁ ଆସନ୍ତାକାଲି ଗଞ୍ଜାମ ଜିଲ୍ଲାରେ ସ୍କୁଲ୍ ଛୁଟି ନେଇ ଘୋଷଣା ହୋଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ନେଇ ଡିଇଓ ଘୋଷଣା କରିଛନ୍ତି।
18:13 PM
ପୁରୀରେ ଲ୍ୟାଣ୍ଡଫଲ ହେବା ପରେ ଆତଙ୍କିତ ସମୁଦ୍ରକୂଳିଆ ଲୋକେ...ଦେଖନ୍ତୁ ପେଣ୍ଠକଟାରେ କେମିତି ଗର୍ଜନ କରୁଛି ସମୁଦ୍ର...
16:46 PM
ବାତ୍ୟା ଜୱାଦ୍ ଗୁଲାବ ଠାରୁ ଅଧିକ ଶକ୍ତିଶାଳୀ ହେବ ବୋଲି କୁହାଯାଉଛି । ବିଶାଖାପାଟଣାରୁ ଠାରୁ ବର୍ତ୍ତମାନ ୪୨୦ କିମି ଦୂରରେ ରହିଛି ବାତ୍ୟା । ଆସନ୍ତା ୪ ତାରିଖ ସଂଧ୍ୟା ପରେ ବାତ୍ୟାର ଦିଗ ପରିବର୍ତ୍ତନ ହେବ । ୪ ସଂଧ୍ୟାରୁ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ମୁହାଁଇବ ।
16:31 PM
ପୁରୀ ଜିଲ୍ଲାରେ ଉପକୂଳ ଛୁଇଁବ ବାତ୍ୟା ! IMDର ଆକଳନ ଅନୁସାରେ ପୁରୀ ଜିଲ୍ଲାରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ ବୋଲି ସୂଚନା ଦେଇଛନ୍ତି SRC ପ୍ରଦୀପ ଜେନା । ୪ ତାରିଖ ସଂଧ୍ୟାରୁ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ତେବେ ବାତ୍ୟା ପାଇଁ ଓଡ଼ିଶା ସମେତ ୩ ରାଜ୍ୟକୁ ୪୬ଟି NDRF ଟିମ୍ ପଠାଯାଇଛି । ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରରେ ସମସ୍ତ ଟିମ୍ ମୁତୟନ ଅଛନ୍ତି ।
16:31 PM
ଅମାବାସ୍ୟା ଥିବାରୁ ବାତ୍ୟା ବେଳେ ସମୁଦ୍ରରେ ଜୁଆର ଆସିବ। ପ୍ରାୟ ୫ ମିଟର ପର୍ଯ୍ୟନ୍ତ ଜୁଆର ଆସିବାର ସମ୍ଭାବନା ରହିଛି। ନିୟମିତ ପ୍ରାୟ ୪ ମିଟର ଯାଏ ସମୁଦ୍ରରେ ଜୁଆର ଆସିଥାଏ, ଆଉ ୧ ମିଟର ବଢ଼ିବ।
16:21 PM
ପଶ୍ଟିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଥିବାବେଳେ ଆଜି ପୂର୍ବାହ୍ନରେ ଏହା ବାତ୍ୟାରେ ପରିଣତ ହୋଇଛି।