ଆମ ଦୁନିଆରେ ଅନେକ ପ୍ରାକୃତିକ ସୃଷ୍ଟି ଆପଣ ଦେଖିବାକୁ ପାଇବେ । ଯାହା ସବୁବେଳେ ରହସ୍ୟମୟ ଲାଗେ । ଆଉ ଆଶ୍ଚର୍ଯ୍ୟ ବି କରେ । ସେହିଭଳି ଏକ ନିର୍ମାଣ ରହିଛି ନ୍ୟୁଜିଲ୍ୟାଣ୍ଡର ସାଉଥ୍ ଆଇଲ୍ୟାଣ୍ଡରେ । ଏହି ନିର୍ମାଣଟି ଏକ ବିଶାଳକାୟ ପଥର । ଯାହା ଏକ ଜିଓଲୋଜିକାଲ୍ ରକ୍ ଫରମେସନ୍ । ତେବେ ଏହା ଦେଖିବାକୁ ଦୁଇଫାଳ ହୋଇଥିବା ସେଓ ଭଳି ମନେ ହୁଏ । ଆଉ ସେଥିପାଇଁ ଏହାର ନାଁ ‘ସ୍ପ୍ଲିଟ୍ ଆପଲ୍ ରକ୍’ ।
ପରିବାର ପ୍ରତିପୋଷଣ ପାଇଁ ସାକ୍ଷୀଗୋପାଳରୁ ଭୁବନେଶ୍ୱରକୁ କରନ୍ତି ଯାତ୍ରା....ମୁଣ୍ଡରେ ଥାଏ ହେଲମେଟ୍, ହାତରେ ଥାଏ କୋରିଅର୍ ପ୍ୟାକେଟ୍
ଜୀବନ ବଞ୍ଚାଇବା ପାଇଁ ଗଛ ଉପରକୁ ଚଢିଯାଇଛି ଭାଲୁ, ଶିକାରୀ ଆକ୍ରମଣ କରିଥିବା ସନ୍ଦେହ କରିଛି ବନବିଭାଗ
କେନ୍ଦ୍ରାପଡ଼ା ଆଳିର ବାବୁଲି ସାହୁଙ୍କ ପରିବାର ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଛନ୍ତି । ପାଚେରୀ ଡେଇଁ ଯିବା ଆସିବା କରୁଛନ୍ତି । ଦୀର୍ଘ ମାସେ କାଳ ଗୃହବନ୍ଦୀ ହୋଇ ଚଳୁଛନ୍ତି ବାବୁଲିଙ୍କ ପରିବାର ।
ସିନ୍ଧୁତାଇ ସପକାଲ ନିଜ ଜୀବନ କାଳରେ ୧୪୦୦ରୁ ଅଧିକ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି । ହେଲେ ଦୁଃଖର କଥା ଅନାଥଙ୍କ ମା’ ଆଜି ଆଉ ଆମ ଗହଣରେ ନାହାନ୍ତି ।
ତିନି ଛୁଆଙ୍କୁ ଛାଡି ମାଆ ଆରପାରିରେ। ଛୁଆଙ୍କ ଯତ୍ନ ନେଉଛନ୍ତି ବାପା ଲଇବାନ। ପିଲାଙ୍କ ପାଇଁ ଘର ଛାଡି ବାହାରକୁ କାମ ଧନ୍ଦା କରି ଯାଇ ପାରୁ ନାହାନ୍ତି। ପିଲାଙ୍କ ଲାଳନପାଳନ ପାଇଁ ସେ ଭିକ ମାଗିବାକୁ ବାଧ୍ୟ ହେଉଛନ୍ତି। ଲଇବାନଙ୍କ ଦୁଃଖ କାହାଣୀର ଅନ୍ତ କେବେ?
କୋର୍ଟ କହିଛନ୍ତି ଯେ, ଶାନ୍ତିର ସହ ତାଙ୍କ ଶ୍ୱଶୂର ଘରେ ରହିବେ। ଶଶୂର ଘର ଲୋକଙ୍କ ସହ କୌଣସି ଝଗଡା କରିବେ ନାହିଁ। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବେ ନାହିଁ କି ଅନ୍ୟ ଲୋକଙ୍କ ଦ୍ୱାରା କରାଇବେ ନାହିଁ।
ସେବା ମନୋବୃତ୍ତି ପାଇଁ ଟଙ୍କା ଦରକାର ନାହିଁ । ଦରକାର ହୁଏ ତ ବଡ଼ ହୃଦୟ । ଆଉ ଏପରି ବଡ଼ ହୃଦୟ ଦେଖାଉଛନ୍ତି ପ୍ରମୋଦ ।
ସେନାରୁ ଅବସର ନେଇ ସେ ଏବେ ଦେଶର ସେବା ପାଇଁ ସୈନିକ ଗଢୁଛନ୍ତି ବ୍ରହ୍ମପୁରର ସୀମାଞ୍ଚଳ । ବ୍ରହ୍ମପୁରରେ ସୀମାଞ୍ଚଳ ଖୋଲିଛନ୍ତି ଆର୍ମି ଏକାଡେମୀ । ତାଙ୍କ ଟ୍ରେନିଂ ଦେଖିଲେ ଆପଣଙ୍କୁ ଲାଗିବ ସତେ ଯେମିତି ଆର୍ମି ବାରାକ୍ ।
ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିନଥିବାରୁ ବିଧାୟକଙ୍କୁ ହଟହଟା କଲେ ସାଧାରଣ ଲୋକେ। ବାଉଁଶରେ ପ୍ରତୀକାତ୍ମକ ମୋବାଇଲ୍ ଟାଓ୍ୱାର କରି ଉଦ୍ଘାଟନ ପାଇଁ ନିମନ୍ତ୍ରଣ କରି ଅଭିନବ ଉପାୟରେ ପ୍ରତିବାଦ ଜଣାଇଛନ୍ତି ଗାଁ ଲୋକେ।
ତିନି ଛୁଆଙ୍କୁ ଛାଡି ମାଆ ଆରପାରିରେ। ଛୁଆଙ୍କ ଯତ୍ନ ନେଉଛନ୍ତି ବାପା ଲଇବାନ। ପିଲାଙ୍କ ପାଇଁ ଘର ଛାଡି ବାହାରକୁ କାମ ଧନ୍ଦା କରି ଯାଇ ପାରୁ ନାହାନ୍ତି। ପିଲାଙ୍କ ଲାଳନପାଳନ ପାଇଁ ସେ ଭିକ ମାଗିବାକୁ ବାଧ୍ୟ ହେଉଛନ୍ତି। ଲଇବାନଙ୍କ ଦୁଃଖ କାହାଣୀର ଅନ୍ତ କେବେ?
ରୁନିଟ୍ ଆଇଲ୍ୟାଣ୍ଡ ସମ୍ପର୍କରେ କେବେ ଶୁଣିଛନ୍ତି ? ଏହି ଆଇଲ୍ୟାଣ୍ଡ ବେଶ୍ ବିଚିତ୍ର । ଏହାକୁ ମାର୍ଶାଲ୍ ଆଇଲ୍ୟାଣ୍ଡ ବୋଲି ମଧ୍ୟ କୁହାଯାଏ । ଏହି ଆଇଲ୍ୟାଣ୍ଡଟି ରହିଛି ପ୍ୟାସିଫିକ୍ ଓସିନରେ । ତେବେ କଣ ଏହି ରୁନିଟ୍ ଦ୍ୱୀପ । କଣ ଏହାର ବିଶେଷତ୍ତ୍ୱ । ଚାଲନ୍ତୁ ଜାଣିବା ।
ସାରା ଦେଶରେ ଚର୍ଚ୍ଚାକୁ ଆସିଲେଣି ବ୍ରହ୍ମପୁରର ଯବାନ ଟୋକା ହାବିଲଦାର ସୀମାଞ୍ଚଳ ବାରିକ। ସେନାରୁ ଅବସର ନେଇ ସେ ଏବେ ଦେଶର ସେବା ପାଇଁ ଗଢୁଛନ୍ତି ସୈନିକ। ୟୁଟ୍ଯୁବରେ ଦେଖି ସୁନ୍ଦର ସ୍ୱାସ୍ଥ୍ଯ ପାଇଁ ସାରା ଦେଶରୁ ଯୁବକ ଯୁବତୀ ତାଙ୍କ ପାଖକୁ ଛୁଟିଛନ୍ତି। ବ୍ରହ୍ମପୁରରେ ସୀମାଞ୍ଚଳ ଖୋଲିଛନ୍ତି ଆର୍ମି ଏକାଡେମୀ। ତାଙ୍କ ଟ୍ରେନିଂ ଦେଖିଲେ ଆପଣଙ୍କୁ ଲାଗିବ ସତେ ଯେମିତି ଆର୍ମି ବାରାକ୍।
ଠାକୁରାଣୀଙ୍କ ପୀଠରେ ଥିବା ଏକ ମାଟି ଘୋଡ଼ା ପାଟିରୁ ବାହାରୁଛି ଧୂଆଁ। ଗତକାଲି ସନ୍ଧ୍ୟାରେ ସାଲେପୁର ସ୍ଥିତ ମା’ ହାନ୍ଦୁଳାଇ ଠାକୁରାଣୀଙ୍କ ପୀଠରେ ଏଭଳି ଅଲୌକିକ ଘଟଣା ଦେଖିବାକୁ ମିଳିଛି।
ଚିଲିକାର ୫ଟି ରେଂଜ୍ ଯଥା ରମ୍ଭା, ବାଲୁଗାଁ, ଟାଙ୍ଗି, ଚିଲିକା ଓ ସାତପଡାରେ ପକ୍ଷୀଗଣନା କରାଯାଇଛି।
ଇତିହାସ ରଚିଲେ ବ୍ରିଟିଶ ମୂଳ ଶିଖ ସେନା ଅଧିକାରୀ ପ୍ରୀତି ଚାନ୍ଦି। ସାଉଥ୍ ପୋଲ୍କୁ ଏକାକୀ ଯାତ୍ରା ସଫଳ କରିବାରେ ସେ ହୋଇପାରିଛନ୍ତି ପ୍ରଥମ "ଅଣଶ୍ୱେତ ମହିଳା"। ଚାନ୍ଦିଙ୍କ ଏହି ଦୁଃସାହସିକ କାର୍ଯ୍ୟ ଗତ ବର୍ଷ ନଭେମ୍ବରରେ ଆରମ୍ଭ ହୋଇଥିଲା।
ସୁମିତଙ୍କ ଓକିଲ କହିଛନ୍ତି ଯେ, କୋର୍ଟ କହିଥିଲେ ବ୍ରହ୍ମପୁର ବ୍ରହ୍ମାନଗରର ଗଣେଶ ନିବାସରେ ତପସ୍ୱିନୀଙ୍କୁ ରହିବାକୁ ଦିଆଯାଉ।
ସେ ପୁଅ ହେଉ କି ଝିଅ ହେଉ ସମସ୍ତେ ଷ୍ଟାଇଲିସ୍ ଚୁଟି କରିବାକୁ ଚାହାନ୍ତି। ଏନେଇ ସେମାନେ ସେଲୁନ୍ କିମ୍ବା ପାର୍ଲର ଯାଇ ଚୁଟିକୁ କଲର କରନ୍ତି। କିନ୍ତୁ ଏଠି ଏମିତି ଏକ କୁକୁର ଅଛି ଯାହାର ସ୍ୱଭାବିକ ଭାବେ ଲମ୍ବା ଆଉ ସୁନେଲି କେଶ ରହିଛି।
ଚମତ୍କାର। ସାମାନ୍ୟ ଏକ କାର୍କୁ ଠେଲିବା ବେଳେ ୪/୫ ଜଣ ଲାଗୁଥିବା ବେଳେ ୧୨ ହଜାର କେଜିରୁ ଅଧିକ ଏକ ଡବଲ୍ ଡେକର୍ ବସ୍କୁ ନିଜ ଚୁଟିରେ ଟାଣି ରେକର୍ଡ କରିଛନ୍ତି ଜଣେ ମହିଳା। ଭିଡିଓକୁ ଦେଖି ସମସ୍ତେ କରୁଛନ୍ତି ପ୍ରଶଂସା।
ବିଶ୍ୱାସ ଆଗରେ ହାର ମାନିଲା ପ୍ରତିବନ୍ଧକ । ଶେଷରେ ତପସ୍ୱିନୀଙ୍କ ସପକ୍ଷରେ ରାୟ ଦେଲେ କୋର୍ଟ । ସୁମୀତଙ୍କ ସହ ଗୋଟିଏ ଘରେ ରହିବେ ତପସ୍ୱିନୀ ।
ପିଇବା ପାଣି ପାଇଁ ଆଉ କେତେଦିନ ଅପେକ୍ଷା କରିବେ ବାହୁବନ୍ଧ ପଞ୍ଚାୟତ ଲୋକେ? ଏଥର ପାଣି ନମିଳିଲେ ଭୋଟ୍ ଦେବେନି ବୋଲି ଚେତବାନୀ ଦେଲେ ଗାଁ ଲୋକେ
୧୮ରୁ ୨୧ ବର୍ଷ ପର୍ଯ୍ୟନ୍ତ ବୟସ ବର୍ଗଙ୍କୁ କେଉଁ ବର୍ଗରେ ଗ୍ରହଣ କରାଯିବ ? ସେମାନଙ୍କ ପାଇଁ ଯଥେଷ୍ଟ ଆଇନ ନଥିବାରୁ ଅନେକ ସାମାଜିକ ସମସ୍ୟା ସୃଷ୍ଟି ହେବ ବୋଲି ସେ ଚିଠିରେ ଦର୍ଶାଇଛନ୍ତି ।
କୋର୍ଟ ରାୟ ପ୍ରକାଶ କରିବା ପରେ ଆଜି ତପସ୍ୱିନୀଙ୍କ ଘରେ ସମସ୍ତେ ରୁଣ୍ଡ। କୋର୍ଟ କହିଛନ୍ତି ଯେ, ତପସ୍ୱିନୀ ସୁମିତଙ୍କ ଘରେ ରହିବେ
ନା କୌଣସି ପୁରୁଷ, ନା କୌଣସି ମହିଳା; ଏମିତି କି କୌଣସି ପଶୁଜନ୍ତୁ ମଧ୍ୟ ନୁହେଁ; ଗୋଲାପୀ ରଙ୍ଗକୁ ବିବାହ କରିଛନ୍ତି ଜଣେ ମହିଳା। ଏହା ତାଙ୍କର ପାଗଳାମୀ ନା ପ୍ରେମ ଆସନ୍ତୁ ଜାଣିବା।
ନିଜ ବାଡ଼ିରେ ଫଳ ଚାଷ କରୁଛନ୍ତି, ଭଲ ଦୁଇ ପଇସା ରୋଜଗାର କରୁଛନ୍ତି