ରିକ୍ସା ଟ୍ରଲି ଚାଳକଙ୍କ ପୁଅ ହେବେ ଡାକ୍ତର । ନିଷ୍ଠା ଓ ଏକାଗ୍ରତା ଥିଲେ ଯେ କେହିବି ବ୍ୟକ୍ତି ନିଶ୍ଚିତ ସଫଳତା ପାଇ ପାରିବ ଏକଥା କାହାକୁ ବି ଅଛପା ନାହିଁ । ତେବେ ଏହାକୁ ସତ ପ୍ରମାଣିତ କରି ଦେଖାଇଛନ୍ତି ଭଦ୍ରକ ସହରସ୍ଥ ପୁରୁଣା ବଜାର କାଜି ମହଲାର ମୈରାଜ ଖାନ ନାମକ ଜଣେ ଗରିବ ରିକ୍ସା ଚାଳକଙ୍କର ପୁଅ ମୁର୍ଶିଦ ଖାନ ।
ବାପା ମାଆଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ସ୍ଥାପନ କଲେ ସନ୍ତାନ । କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଲଳିତଗିରି ଗାଁରେ ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ।
ଆଜିକାଲି ବୁଢ଼ା ବାପ ମାଆକୁ ପିଲାଏ ପଚାରୁ ନାହାଁନ୍ତି। କିନ୍ତୁ ଏହି ୫ ଭାଇଭଉଣୀ ବାପା ମାଆଙ୍କୁ ଠାକୁରଙ୍କ ପରି ପୂଜା କରୁଛନ୍ତି। ଏଥିପାଇଁ ସେମାନେ ଘରେ ପ୍ରତିଷ୍ଠା କରିଛନ୍ତି ବାପା ମାଆଙ୍କର ମାର୍ବଲ ମୂର୍ତ୍ତି। ପଚାରିଲେ ଆଖି ଛଳଛଳ କରି କହୁଛନ୍ତି, ସେମାନଙ୍କ ଋଣ କଣ ଆମେ ସୁଝି ପାରିବୁ?
ବୟସ ୯୩ ବର୍ଷ। ଶରୀରର ଚର୍ମରେ ଭାଙ୍ଗ ପଡ଼ିଗଲାଣି। ହାତ, ଗୋଡ଼ ମଧ୍ୟ ଥରୁଛି। ଏପରିକି କଥା ହେବାବେଳେ ପାଟିରେ ଖନି ବାଜି ଯାଉଛି। ତଥାପି ହାର୍ ମାନି ନାହାନ୍ତି।
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ନୀଳମାଧବ ପଣ୍ଡା ପାଇବେ ମୋହନ ସୁନ୍ଦର ଦେବଗୋସ୍ୱାମୀ ପୁରସ୍କାର । ଜୟଦେବ ପୁରସ୍କାର ପାଇବେ ପ୍ରଯୋଜକ, ନିର୍ଦ୍ଦେଶକ ଘନଶ୍ୟାମ ମହାପାତ୍ର । ନୀଳମାଧବ ପଣ୍ଡା ପାଇବେ ମୋହନ ସୁନ୍ଦର ଦେବଗୋସ୍ୱାମୀ ପୁରସ୍କାର । କାଲିର ଅତୀତ ଶ୍ରେଷ୍ଠ ଫିଲ୍ମ, ନୀଳମାଧବ ପଣ୍ଡା ଶ୍ରେଷ୍ଠ ନିର୍ଦ୍ଦେଶକ ।
ଘୋଷିତ ହେଲା ୨୦୧୯ର ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର । କାଲିର ଅତୀତ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଥିବା ବେଳେ ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା ।
ଭଦ୍ରକ ସହରର ପୁରୁଣା ବଜାର, କାଜିମହଲାର ମୈରାଜ ଖାନ ଜଣେ ରିକ୍ସା ଚାଳକ ଭାବେ ଯାହା ରୋଜଗାର କରନ୍ତି ସେଥିରେ ନିଜର ୪ ଜଣ ପୁଅ ଓ ଦୁଇ ଜଣ ଝିଅଙ୍କୁ ପାଠ ପଢାଇବା ସହିତ ପରିବାର ବହୁ କଷ୍ଟରେ ଚଳାନ୍ତି
ବୟସ ୯୩ ବର୍ଷ। ଶରୀରର ଚର୍ମରେ ଭାଙ୍ଗ ପଡ଼ିଗଲାଣି। ହାତ, ଗୋଡ଼ ମଧ୍ୟ ଥରୁଛି। ଏପରିକି କଥା ହେବାବେଳେ ପାଟିରେ ଖନି ବାଜି ଯାଉଛି। ତଥାପି ହାର୍ ମାନି ନାହାନ୍ତି। ଆଉ କାହା ଉପରେ ବୋଝ ହେବାକୁ ଚାହିଁ ନାହାନ୍ତି। ନିଜେ ସ୍ୱାଭିମାନର ସହ ବଞ୍ଚିବା ପାଇଁ ଏକ ଛୋଟ ପାନ ଦୋକାନ କରିଛନ୍ତି।
ସୋସିଆଲ୍ ମିଡିଆରେ ତ ଅନେକ ଭିଡିଓ ଭାଇରାଲ୍ ହେଉଛି। ଏହି ଭିଡିଓଗୁଡିକ ଏତେ ମଜ୍ଜାଳିଆ ଯେ ଯାହାକୁ ବାରମ୍ବାର ଦେଖିବାକୁ ଇଛା ହୁଏ। ଏବେ ଜଣେ ଆଣ୍ଟିଙ୍କର ଏମିତି ଏକ ଭିଡିଓ ଭାଇରାଲ୍ ହେଉଛି ଯାହାକୁ ଦେଖି ହସି ହସି ଆପଣଙ୍କ ପେଟ ଦରଜ ହେଇଯିବ।
ଟଙ୍କା ପଇସା ଅଭାବ ହେଲେ ବହୁତ୍ ସମସ୍ୟା ହୋଇଥାଏ। ଏମିତି ଆମେ ଭାବନ୍ତି। ଅଧର୍ଯ୍ୟ ହୁଅନ୍ତି। ଅନେକ ଭାବନ୍ତି ପଇସା ପତ୍ର ଅଭାବ ହେଲେ ପାଠ ପଢ଼ିବା କାଠିକର ପାଠ। କିନ୍ତୁ ସେ ଯାହା ବି ହେଉ ମା ବାନ୍ଧୁଛନ୍ତି ବିଡ଼ି, ବାପା କରୁଛନ୍ତି ଚାଷ। ପୁଅକୁ ପଢ଼ାଇବେ ଡାକ୍ତରୀ ପାଠ।
ଦିବ୍ୟାଙ୍ଗଙ୍କ ପାଇଁ ହେଉଛି ସ୍ୱତନ୍ତ୍ର ଯୋଜନା। ଏଣିକି ସେମାନେ ଆଉ କାହା ଉପରେ କରିବେ ନାହିଁ ନିର୍ଭର
ପରିଶ୍ରମ କଲେ ସଫଳତା ନିଶ୍ଚୟ ମିଳିବ,ସର୍ବଭାରତୀୟ ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା-ନିଟରେ ସଫଳତା ପାଇଥିବା ସମ୍ବଲପୁର ହୁମାର ଦେବାଶିଷଙ୍କ ପାଇଁ ଆଜି ପରିବାରରେ ଖୁସି କହିଲେ ନ ସରେ
ଶାଶୂ-ବୋହୂ କଳିକୁ ନେଇ ଅନେକ ଯାତ୍ରା, ନାଟକ, ଫିଲ୍ମ ଆଦି ରହିଛି। କିନ୍ତୁ ଏବେ ସୋସିଆଲ୍ ମିଡିଆରେ ଏ ସଂପର୍କିତ ଏମିତି ଏକ ଭିଡିଓ ଭାଇରାଲ ହେଉଛି ଯାହା ସମସ୍ତଙ୍କ ହୃଦୟ ଚୋରି କରିନେବ। ଗୋଟିଏ କୁନି ଝିଅ ଉଭୟ ଶାଶୂ ଓ ବୋହୂର ଅଭିନୟ କରି ଲୋକଙ୍କ ହୃଦୟରେ ରାଜ୍ କରିଛି। ଆପଣ ବି ଏହି ଭିଡିଓ ଦେଖିଲେ ତା ପ୍ରେମରେ ପଡିଯିବେ।
ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବା ପରେ ଓଡ଼ିଶା ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଉପରୁ ୪% ଲେଖାଏ ଭାଟ୍ ହ୍ରାସ କରାଯାଇଛି।
ରାଜ୍ୟ ସରକାର ଭାଟ୍ କମାଇବା ପରେ ପେଟ୍ରୋଲ ଏବଂ ଡିଜେଲ ଦର କମିଛି । କେନ୍ଦ୍ର ସରକାର ଏକ୍ସାଇଜ ଡ୍ୟୁଟି କମାଇବା ପରେ ରାଜ୍ୟ ସରକାର ଭାଟ୍ କମାଇଛନ୍ତି । ଏ ନେଇ ଅର୍ଥ ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଛି ।
ଶଙ୍କରାଚାର୍ଯ୍ୟ ଦେଶର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଶେଷରେ କେଦାରନାଥରେ ପହଞ୍ଚିଥିଲେ ଓ ଏଠାରେ ଶରୀର ତ୍ୟାଗ କରିଥିଲେ। ଏହି ଯାତ୍ରା ସମୟରେ ସେ ଗୋକର୍ଣ୍ଣ, ମୁକାମ୍ବିକା, ଶୃଙ୍ଗାଗିରି, କଲାଡି, ଦ୍ୱାରକା ସମେତ ଅନେକ ସ୍ଥାନକୁ ଯାତ୍ରା କରିଥିଲେ। ଜନ୍ମରୁ ହିଁ ଆଦି ଶଙ୍କରାଚାର୍ଯ୍ୟ ଭିନ୍ନ ଥିଲେ। ସେ ଖୁବ୍ କମ୍ ବୟସରେ ବେଦ ଉପରେ ଜ୍ଞାନ ଆହରଣ କରିଥିଲେ। ସେ ଦକ୍ଷିଣରୁ ଉତ୍ତର ପର୍ଯ୍ୟନ୍ତ ଶହ ଶହ ଧାର୍ମିକ ସଭାକରି ବେଦର ଜ୍ଞାନକୁ ପ୍ରଚାର କରିଥିଲେ।
ଦିନେ ଗଂଜେଇ ଚାଷ କରୁଥିଲେ, ଏବେ ବିଭିନ୍ନ ପ୍ରକାର ଚାଷ କରି ଇନିଜ ପରିବାରର କରୁଛନ୍ତି ପ୍ରତିପୋଷଣ
ପରିବହନ ସଂସ୍ଥାଙ୍କ ଯୁକ୍ତି ହେଲା, ଡିଜେଲ ଦର କମିବା ଦ୍ୱାରା ମାର୍କେଟ ଉପରେ ଏହାର ତତକ୍ଷଣାତ୍ ପ୍ରଭାବ ପଡିବା ସମ୍ଭାବନା କମ୍। କାରଣ ପରିବହନ ସଂସ୍ଥା ବାର୍ଷିକ ଚୁକ୍ତିଭିତ୍ତିରେ ଗାଡ଼ି ନିଅନ୍ତି
ୟେ ଚୌଦ୍ୱାର ଅଞ୍ଚଳରେ ଥିବା କେତକିଝର ଗାଁ। ଏଠି ଛୁଆରୁ ବୁଢ଼ା ସମସ୍ତେ ପାଲପାରି ବସିଛନ୍ତି। ହେଲେ କାହିଁକି ଜାଣିଛନ୍ତି?
ଜେଲରେ ଥିବା ଅନ୍ତେବାସୀଙ୍କ ପାଇଁ ନିଆରା କାର୍ଯ୍ୟକ୍ରମ । ଜେଲରୁ ମୁକୁଳିବାପରେ ନିଜକୁ ଆର୍ଥିକ କ୍ଷେତ୍ରରେ ସକ୍ଷମ କରିବା ପାଇଁ ସାନିଟାଇଜର, ମହମବତୀ ତିଆରି ଠାରୁ ଆରମ୍ଭ କରି ଛତୁଚାଷ ପ୍ରଣାଳୀ ବି ଶଖୁଛନ୍ତି ଅନ୍ତେବାସୀ । ଦେଖନ୍ତୁ ଏହି ରିପୋର୍ଟ.
ନିଆରା ଢଙ୍ଗରେ ଦୀପାବଳି ପାଳନ। ଆଲୋକର ଏହି ପର୍ବକୁ ପ୍ରାୟ ସମସ୍ତେ ବାଣ ଫୁଟାଇ ବେଶ୍ ଧୁମ୍ଧାମ୍ରେ ପାଳନ କରିଥାନ୍ତି । ହେଲେ ସୁବର୍ଣ୍ଣପୁର ଜିଲ୍ଲା ଭୁଲିଆ ବା ମେହେର ସଂପ୍ରଦାୟାର ଲୋକମାନେ ଦିପାବଳୀକୁ କିଛି ଭିନ୍ନ ଢଙ୍ଗରେ ପାଳନ କରିଛନ୍ତି ।
ଏ ଦୁନିଆରେ ଏମିତି ହ୍ରଦ ଅଛି ଯେଉଁଠି ଅଜବ ଜିନିଷ ଦେଖିବାକୁ ମିଳେ। ପ୍ରକୃତିର ଏହି ରହସ୍ୟ ଏଠାରେ ନିଆରା ଲାଗେ। ଏହି ହ୍ରଦର ପାଣି ଉପରେ ପଥରଗୁଡିକ ସତେ ଯେପରି ପବନରେ ଝୁଲିଲା ଭଳି ଦେଖାଯାଏ। ତେବେ ଏହା କେଉଁଠି, କାହିଁକି ଓ କେତେବେଳେ ହୁଏ ଆସନ୍ତୁ ଜାଣିବା।
ଯାଜପୁର ଉପକାରାଗାର ରେ ରେ ରହୁଛନ୍ତି ୩୧୧ ଜଣ ଅନ୍ତେବାସୀ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ୍ନ ବିଭାଗ ଜୀବିକା ମିଶନ ଓ ଷ୍ଟେଟବ୍ୟାଙ୍କ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ ମିଳିତ ସହଯୋଗରେ ଅନ୍ତେବାସୀଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି ପ୍ରଶିକ୍ଷକ
କୋଇଡା ବ୍ଲକ ଶିକ୍ଷା ସ୍ୱାସ୍ଥ୍ୟ ତଥା ଗମନାଗମନ କ୍ଷେତ୍ରରେ ଅନେକ ପଛରେ । ଫଣ୍ଡ ଆସୁଛି, କିନ୍ତୁ ଖଣି ଅଞ୍ଚଳବାସୀଙ୍କ ଉନ୍ନତି ହେଉନି ।
ରାଜ୍ୟରେ ଆଜି କେତେ ଟଙ୍କା ଅଛି ପେଟ୍ରୋଲ ଓ ଡିଜେଲ ଦର?