• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Kathajodi sand mining
ଭବାନୀ ଶଙ୍କର ଚୟନୀଙ୍କୁ ହାଇକୋର୍ଟଙ୍କ 'ବାଲି' ଛାଟ, ସତ୍ୟପାଠ ସମ୍ପୂର୍ଣ୍ଣ ମିଥ୍ୟା ଦର୍ଶାଇ ହାଇକୋର୍ଟ କ୍ଷୁବ୍ଧ

କଟକର ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ହାଇକୋର୍ଟଙ୍କ 'ବାଲି' ଛାଟ। ବାଲି ପରିବହନ ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଦାଖଲ କରିଥିବା ସତ୍ୟପାଠ ମିଥ୍ୟା ବୋଲି କହିବା ସହିତ, ତତ୍କାଳୀନ ଜିଲ୍ଲାପାଳ ଚୟନୀଙ୍କ ଉପରେ ଭୀଷଣ କ୍ଷୁବ୍ଧ ହୋଇଛନ୍ତି ଉଚ୍ଚ ନ୍ୟାୟାଳୟ ।

5T school
ନାଁକୁ 5T ସ୍କୁଲ; କଲ୍ୟାଣମଣ୍ଡପରେ ପଢ଼ୁଛନ୍ତି ପିଲା

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ ଆଛୁଲି ପଞ୍ଚାୟତରୁ ଆସିଛି ଅବ୍ୟବସ୍ଥାର ଭିନ୍ନ କାହାଣୀ । 5T ନାଁକୁ ନେଇ ନାନା ଅସୁଧା ଭୋଗୁଛନ୍ତି ଚଢ଼ିଆପଲ୍ଲୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ।

Bahalda Bus stand
ପୂରିବ ୨୫ ବର୍ଷର ଶାସନ; କେବେ ହେବ ବହଳଦା ବସଷ୍ଟାଣ୍ଡ ?

ରାଜ୍ୟ ସରକାରଙ୍କ ୨୫ ବର୍ଷ ଶାସନରେ ବହଳଦାକୁ ମିଳିପାରିଲାନି ଗୋଟିଏ ବସ୍‌ଷ୍ଟାଣ୍ଡ । ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳୁଛି ।

Road Problem
ରାସ୍ତା ନୁହେଁ ମରଣଯନ୍ତା; ଦେଖିକି ଯିବ ନହେଲେ ଜୀବନ ଯିବ

ଗଞ୍ଜାମ ଜିଲ୍ଲା କଣ୍ଟେଇପଲ୍ଲୀ ଠାରୁ ସୋରଡ଼ାକୁ ସଂଯୋଗ କରୁଥିବା ନିତିଦିନିଆ ରାସ୍ତା ପାଲଟିଛି ମରଣଯନ୍ତା । ଲୋକଙ୍କ ଗମନାଗମନର ସୁବିଧା ଲାଗି ସରକାର ୨୦୨୧ ମସିହାରେ ୨୧ କିଲୋମିଟର ଯାଏଁ ରାସ୍ତା ନିର୍ମାଣ ପାଇଁ ୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମଞ୍ଜୁର କରିଥିଲେ ।

 Road Problem
ସଜାଡ଼ି ହେଉଛି ଅସଜଡ଼ା ନଗଡ଼ା; ଏବେ ବି ଅବହେଳିତ ୩ ଗାଁ

ଗାଁକୁ ନାହିଁ ରାସ୍ତା... ପହଞ୍ଚିପାରୁନି ସୁବିଧା । ଗୁହିଆସାଳ, ତଳଡିହ ଓ ତୁମୁଣି ବନ୍ଧ ଭଳି ଗାଁ ଏବେ ବି ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି ।

Police conducts strict vehicle checking and breathalyzer test in Bhubaneswar
ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ: ରାଜଧାନୀରେ ରାତିରେ ଚାଲିଛି କଡ଼ାକଡ଼ି ଚେକିଂ

ରାସ୍ତାରେ ସମସ୍ତ ଗାଡ଼ିକୁ ଚେକିଂ କରାଯିବା ସହ ସମସ୍ତ କାଗଜପତ୍ର ଓ ଗାଡ଼ି ଚାଳକଙ୍କ ସମ୍ବନ୍ଧରେ ତଥ୍ୟ ଯାଞ୍ଚ କରାଯାଇଛି ।

  • Saturday, 02 December 2023
Orissa High Court
ବାଲି ପରିବହନ ନେଇ ପୂର୍ବତନ କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଛାଟ

ବାଲି ପରିବହନ ନେଇ ପୂର୍ବତନ କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଛାଟ । ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତି ହାଇକୋର୍ଟ କ୍ଷୁବ୍ଧ ପ୍ରକାଶ କରିଛନ୍ତି ।

Road Problem
ବାଃ ବାଃରେ ସରକାର; ଶୁଣିଲାନି ପ୍ରଶାସନ, ଚାନ୍ଦାମାଗି କଲେ ରାସ୍ତା

ଗାଁରେ ପ୍ରାୟ ୪ଶହ ପରିବାର ବସବାସ କରନ୍ତି । ମୁଖ୍ୟ ରାସ୍ତା ନିକଟରେ ଗାଁ ରହିଥିଲେ ମଧ୍ୟ ଗାଁକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ ।

Kunjan Yatra
ଉଠୁଛି ପଡ଼ୁଛି ଯାଜପୁରର ହରିପୁର; ରାହାସ ଯାତ୍ରା ପାଇଁ ଲାଗୁଛି ଗହଳି

ପବିତ୍ର କାର୍ତ୍ତିକ ମାସର ପଂଚୁକ ଆରମ୍ଭରୁ ଯାଜପୁର ଜିଲା ରସୁଲପୁର ବ୍ଲକର ହରିପୁର ରାହାସ ଯାତ୍ରା ପାଇଁ ହୋଇଉଠେ ଉତ୍ସବ ମୁଖର । ଅଂଚଳର ବିଭିନ୍ନ ମଠ ମନ୍ଦିରରେ ଭିନ୍ନ ଭିନ୍ନ କୁଞ୍ଜ ତିଆରି ହୋଇ ପୂଜା ପାଇଥା’ନ୍ତି ରାଧାକୃଷ୍ଣ ଓ ମଦନମୋହନ ।

Ex block chairman
ଦୁଃଖ ଦେଇଛି ଦଇବ; ଦିନେ ଥିଲେ ବ୍ଲକ ଅଧ୍ୟକ୍ଷା, ଆଜି ଖଟୁଛନ୍ତି ଦାଦନ

ସମ୍ବଲପୁର ଜିଲ୍ଲା ଧନକଉଡା ବ୍ଲକର ପୂର୍ବତନ ଅଧ୍ୟକ୍ଷା କାନ୍ତି କୁମ୍ଭାର । ଯିଏ ଦିନେ ଦୁଃଖୀଙ୍କ ଦୁଃଖରେ ଛିଡ଼ା ହେଉଥିଲେ । ଗରିବଙ୍କ ନିକଟରେ କିପରି ସରକାରଙ୍କ ଯୋଜନା ପହଞ୍ଚିବ ସେନେଇ ପ୍ରାଣପ୍ରଣେ ଚେଷ୍ଟା କରୁଥିଲେ ।

to suffer after no availability of roads since 50 years
ଧନ୍ୟ ସରକାର ! ୨୫ ବର୍ଷର ଶାସନ, ୫୦ ବର୍ଷର ଗାଁକୁ ନାହିଁ ରାସ୍ତା

ଠକିଦେଲେ ବିଧାୟକ । ଏଥର ଗାଁକୁ ଆସିଲେ ଭୋଟ ବର୍ଜନ କଥା ଶୁଣାଇଦେବୁ । ଏମିତି ଏକ ନିଷ୍ପତ୍ତି ନେଇଛନ୍ତି ବଡମ୍ବା ବ୍ଲକ ମାନପୁର ପଂଚାୟତ କଦନା ଗାଁର ୮ନମ୍ବର ୱାର୍ଡ ଶବର ସାହି ଗ୍ରାମବାସୀମାନେ ।

World Computer Literacy Day 2023
World Computer Literacy Day: ବ୍ୟକ୍ତି ଏବଂ ସମ୍ପ୍ରଦାୟକୁ କିପରି ସଶକ୍ତ କରେ କମ୍ପ୍ୟୁଟର ଶିକ୍ଷା...

ଆଜିର ଯୁବ ପିଢିଙ୍କ ପାଇଁ କମ୍ପ୍ୟୁଟର ବିଷୟରେ ଜ୍ଞାନ ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ କମ୍ପ୍ୟୁଟର ବିଷୟରେ ମୌଳିକ ଜ୍ଞାନ ବିନା ଜଣେ ଯେତେ ସାକ୍ଷର ହେଲେ ମଧ୍ୟ ଜୀବନରେ କିଛି ବି କରିପାରିବେ ନାହିଁ। ଆଜିର ଦିନରେ ପ୍ରତ୍ୟେକ ବ୍ୟକ୍ତି ଛୋଟରୁ ବଡ କ୍ଷେତ୍ର ପର୍ଯ୍ୟନ୍ତ କମ୍ପ୍ୟୁଟରର ବ୍ୟବହାର କରୁଛି।

four ways how to reduce air pollution
National Pollution Control Day: ପରିବେଶକୁ ସ୍ୱଚ୍ଛ ରଖିବାର ୪ଟି ସହଜ ଉପାୟ

ଆମ ପରିବେଶ ଦିନକୁ ଦିନ ନଷ୍ଟ ହେବାରେ ଲାଗିଛି, ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହାକୁ ସ୍ୱଚ୍ଛ କରିବା ସମସ୍ତଙ୍କ ଦାୟିତ୍ୱ। ତେବେ ଆସନ୍ତୁ ଏମିତି ୪ଟି ସହଜ ଉପାୟ ଜାଣିନେବା ଯାହାକୁ ନିଜ ହିସାବରେ ଗ୍ରହଣ କରି ପରିବେଶକୁ ସ୍ୱଚ୍ଛ ରଖିବାକୁ ଚେଷ୍ଟା କରିବା।

gabbar tea stall in cuttack baliyatra
କଟକ ବାଲିଯାତ୍ରାରେ ଗବ୍ବର ଚା’...ଓଃ ! କି ଟେଷ୍ଟି...

ଏହି ଚା’ର ନାଁ ଶୁଣିବାକୁ ଯେମିତି ରୋଚକପୂର୍ଣ୍ଣ, ସେତିକି ସୁଆଦିଆ । ସେଥିପାଇଁ ତ ଦୋକାନରେ ଗ୍ରାହକଙ୍କ ଭିଡ଼ ହଟିବାର ନାଁ ନେଉନି ।

Snake rescue
୧୭ ମହଲାରୁ ଉପରୁ ଉଦ୍ଧାର ହେଲା ସାପ

୧୭ ମହଲା ଉପରେ ସାପ ଦେଖିବା କଥା ଶୁଭେନ୍ଦୁଙ୍କୁ କହିଥିଲେ ଘରର ସଦସ୍ୟ । ତେବେ ଏତେ ଉଚ୍ଚରେ ସାପ ଚଢ଼ିବାକୁ ନେଇ ସ୍ନେକ୍‌ ହେଲ୍ପ ଲାଇନ୍‌ର ସଦସ୍ୟମାନେ ବିଶ୍ୱାସ କରିନଥିଲେ ।

  • Friday, 01 December 2023
Snakes Rescue
ଉଦ୍ଧାର ହେଲା ୩ ଫୁଟିଆ ନାଗ ସାପ

ବରଗଡ଼ ଜିଲ୍ଲା ଭେଡେନ ହସ୍ପିଟାଲ ରୋଡ ନିର୍ମଳ ମେହେରଙ୍କ ଘରୁ ଦୁଇଟି ସାପ ଉଦ୍ଧାର କରାଯାଇଛି । ଗୋଟିଏ ବିଷଧର ନାଗ ସାପ ହୋଇଥିବାବେଳେ ଅନ୍ୟଟି ବାଲି ଵୋଆ ସାପ ବୋଲି ଜଣାପଡ଼ିଛି ।

baba vanga seven predictions for 2024
Prediction: ୨୦୨୪ ପାଇଁ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ; ଗୋଟିଏ ଅଛି ଖୁସି ଖବର

ନୂଆବର୍ଷକୁ ନେଇ ଅନେକ ଆଶାବାଦୀ ଥିବା ବେଳେ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ ସମସ୍ତଙ୍କୁ ନିରାଶା କରୁଛି। ୨୦୨୪ ପାଇଁ ସେ ଏମିତି କିଛି ଭବିଷ୍ୟବାଣୀ କରିଛନ୍ତି ଯାହା ଖୁବ ଭୟଙ୍କର। ଏହାରି ଭିତରେ କିନ୍ତୁ ସେ ଏମିତି ଏକ କଥା କହିଛନ୍ତି ଯାହା ସମସ୍ତଙ୍କୁ ଖୁସି କରିଦେବ।

pickleball
ଲୋଡ଼ା ନାହିଁ ଖେଳପଡ଼ିଆ, ଛାତ ଉପରେ ତିଆରି ହେଉଛି ପିକିଲ୍ ବଲ୍ କୋଟ୍

ବଢୁଛି ବଡ ବଡ ଅଟ୍ଟାଳିକା । ରାଜଧାନୀର ମାଟି ଦିନକୁ ଦିନ କଂକ୍ରିଟରେ ପରିଣତ ହୋଇଗଲାଣି । ସ୍ଥାନେ ସ୍ଥାନେ ଖେଳିବାକୁ ଖେଳ ପଡିଆ ନାହିଁ । ତଥାପି କିଛି ଅସୁବିଧା ନାହିଁ । ରୁଫଟଫରେ ବି ଖେଳି ହେବ ଖେଳ। ଭାରତରେ ପ୍ରଥମ ଆନ୍ତର୍ଜାତିକ ସ୍ତରର ରୁଫଟଫ ପିକିଲ ବଲ କୋଟ୍ ତିଆରି ହୋଇଛି ।

  • Friday, 01 December 2023
  • Sports
Bali Jatra
ଟ୍ୱିନ ସିଟିରେ ବାଲିଯାତ୍ରା କ୍ରେଜ୍...ରାତି ଯେତେ ବଢ଼ୁଛି, ଭିଡ଼ ସେତେ ବଢ଼ୁଛି

ଦିନକୁ ଦିନ ଜମୁଛି ବାଲିଯାତ୍ରା । କଟକର ଐତିହାସିକ ବାଲିଯାତ୍ରା ସାଙ୍ଗକୁ ରାଜଧାନୀ ଉପକଣ୍ଠ କୁଆଖାଇ ନଦୀପଠାରେ ସନ୍ଧ୍ୟା ହୋଇଗଲେ ବେଶ୍ ଭିଡ଼ ଜମୁଛି ।

Couple ties the knot again
ସମ୍ପର୍କ ଭାଙ୍ଗି ଯାଇଥିଲା, କିନ୍ତୁ ହୃଦଘାତ ପୁଣି ଥରେ ଯୋଡ଼ି ଦେଲା

ହୃଦଘାତ ଯୋଡ଼ିଲା ହୃଦୟ, ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହୋଇଗଲେ ସ୍ୱାମୀ ସ୍ତ୍ରୀ । ବାହାଘରକୁ ବର୍ଷେ ହୋଇଥିଲା । କିନ୍ତୁ ଉଭୟଙ୍କ ମଧ୍ୟରେ ମତାନ୍ତର ଦେଖା ଦେଲା ।

Sunil Padhi
ଧରା ପଡ଼ିଲେ ଜେଇ, ଛାତରୁ ହୋଇଥିଲେ ଚମ୍ପଟ

ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ୍ ମାରିଥିବା କନିଷ୍ଠ ଯନ୍ତ୍ରୀ ସୁନୀଲ ପାଢୀ ଧରା ପଡିଛନ୍ତି । ଭୁବନେଶ୍ବର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଞ୍ଚିବା କ୍ଷଣି ସୁନୀଲ ଛାତ ଡେଇଁ ଚମ୍ପଟ ମାରିଥିଲେ ।

KBC
କୋଟିପତି ହେଲେ ୧୪ ବର୍ଷର ବାଳକ, କେବିସିରେ ଦେଲେ ସଠିକ ଉତ୍ତର

କୌନ ବନେଗା କରୋଡପତିରେ ଇତିହାସ । ଗୋଟେ କୋଟି ଟଙ୍କା ଜିତିଛନ୍ତି ସର୍ବକନିଷ୍ଠ ପ୍ରତିଯୋଗୀ ।

Sri Mandir Nata Mandap
ଲେଜର ସ୍କାନିଂ ଶେଷ, ବର୍ତ୍ତମାନ ନାଟ ମଣ୍ତପ ମରାମତି ଆରମ୍ଭ

ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ପରଖିବାକୁ ଲେଜର ସ୍କାନିଂ ପରେ ଏବେ ନାଟ ମଣ୍ଡପର ମରାମତି ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । IIT ମାଡ୍ରାସ ବିଶେଷଜ୍ଞ ଟିମ୍ ଏଥିପାଇଁ ପ୍ରସ୍ତୁତ କରିଥିବା ଡିଜାଇନ ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଆଲୋଚନା କରିଛନ୍ତି ।

Vigilance
ଭିଜିଲାନ୍ସ ଛାଟ ଡର; ଚମ୍ପଟ ମାରିଲେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ୍ ମାରିଲେ କନିଷ୍ଠ ଯନ୍ତ୍ରୀ । ଭୁବନେଶ୍ବର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଞ୍ଚିବା କ୍ଷଣି ଯନ୍ତ୍ରୀ ଜଣକ ଛାତ ଡେଇଁ ଚମ୍ପଟ ମାରିଥିଲେ ।

woman falls to death in Balasore
ସାନ ପୁଅ ଘରେ ପଡ଼ି ଚାଲିଗଲା ମା’ର ଜୀବନ, ବଡ଼ ପୁଅ ଆଣିଲା ହତ୍ୟା ଅଭିଯୋଗ...

ସାନ ପୁଅର ଘରେ ପଡ଼ିଯାଇ ମା’ର ମୃତ୍ୟୁ ପରେ ବିବାଦ ସୃଷ୍ଟି ଦେଇଛି । ଏହାପରେ ହତ୍ୟା ଅଭିଯୋଗ ଆଣି ବଡ଼ ପୁଅ ତଦନ୍ତ ଦାବି କରିଛି ।

  • Wednesday, 29 November 2023