ଲାଖ ଚାଷ କରି ଲାଭଦାୟକ ଚାଷୀ। କମ୍ ପରିଶ୍ରମରେ ଅଧିକ ଲାଭଦାୟକ ଚାଷ ମାନଙ୍କ ମଧ୍ୟରୁ ଅନ୍ୟ ତମ ହେଉଛି ଏହି ଲାଖ ଚାଷ । ମୟୂରଭଞ୍ଜ କରଞ୍ଜିଆରେ ଲାଖ ଚାଷ କରି ବେଶ୍ ଦୁଇ ପଇସା ରୋଜଗାର କରିପାରୁଛନ୍ତି ଚାଷୀ ।
ପୁରୀ ସମୁଦ୍ରରେ ଗାଧୋଉ ଥିବାବେଳେ ଭାସି ଯାଇ ନିଖୋଜ ଥିବା ଛାତ୍ରଙ୍କ ମୃତଦେହ ଉଦ୍ଧାର। ଗତକାଲି ଅପରାହ୍ଣରେ ବଡ଼ ଢେଉରେ ୩ ଜଣ ଯୁବକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସ୍ଥାନୀୟ ଲାଇଫଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ନିଖୋଜ ଥିଲେ।
ବ୍ଲ-ୁଫ୍ଲାଗ ବିଚ୍ ମାନ୍ୟତାପ୍ରାପ୍ତ ପୁରୀ ସମୁଦ୍ରବେଳାକୁ ବିଶ୍ୱସ୍ତରୀୟ କରାଯାଇ ପର୍ଯ୍ୟଟକଙ୍କୁ ଆତ୍କୃଷ୍ଟ କରାଯାଉଛି । ଏହା ଦ୍ୱାରା ପର୍ଯ୍ୟଟକଙ୍କ ସଂଖ୍ୟା ବହୁ ମାତ୍ରାରେ ବୃଦ୍ଧି ପାଉଛି । ଆଜିର ସେବା ଓ ସମର୍ପଣର ଅଭିଯାନର ଅନ୍ତିମ ଦିନରେ ଦେଶବ୍ୟାପୀ ୧୦ ପ୍ରମୁଖ ସମୁଦ୍ର ବେଳାଭୁମିକୁ ସଫେଇ ଅଭିଯାନ ଅନୁଯାୟୀ ଓଡିଶାର ପୁରୀ ବେଳଭୁମିର ସଫେଇ କାର୍ଯ୍ୟରେ ଯୋଗ ଦେଇଥିଲି ।
ପେଟ୍ରୋଲ ମହଙ୍ଗା, ପିଆଜ ମହଙ୍ଗା, ଗ୍ୟାସ ବି ମହଙ୍ଗା । ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ମାସେ ତଳେ ଯାହା ଥିଲେ ଏବେ ଡବଲ ହେଲାଣି। କିଛି ସ୍ଥାନରେ କିଲୋ ୫୫ ରେ ବିକା ହେଲାଣି।
ଭଦ୍ରକ ଜିଲ୍ଲାର ରାହେଶ କୁମାର ସିଂ, ଅନୁଗୋଳର ଓମ୍ ପ୍ରକାଶ ଯାଦବ ଓ ସହିଦ ଅନୱର ଶ୍ରୀକ୍ଷେତ୍ର ଯାଇଥିଲେ। ସେମାନେ ଲାଇଟ୍ ହାଉସ୍ ବେଳାଭୂମିରେ ଗାଧୋଉଥିଲେ। ଏହି ସମୟରେ ଆସିଥିବା ବଡ଼ ଲହଡିରେ ସେମାନେ ଭାସିଯାଇଥିଲେ। ଚିତ୍କାର ଶୁଣି ଉଦ୍ଧାର ପାଇଁ ଯାଇଥିଲେ ଲାଇଫଗାର୍ଡ।
ମେଡିକାଲ ଡ୍ୟୁଟି ସମୟରେ ଶୋଇପଡ଼ିଲେ ଡାକ୍ତର ବାବୁ। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲ୍ଲାର ଶ୍ରୀରାମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ସିକ୍ୟୁରିଟି ଗାର୍ଡର ସତ ଚେଷ୍ଟା ପରେ ବି ଉଠିଲେନି ଡାକ୍ତର । ଏହି ଘଟଣାର ଏକ ଭିଡିଓ ବର୍ତ୍ତମାନ୍ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ମେଡିକାଲ ଡ୍ୟୁଟି ସମୟରେ ଶୋଇପଡ଼ିଲେ ଡାକ୍ତର ବାବୁ। ଏଭଳି ଏକ ଘଟଣା ଢେଙ୍କାନାଳ ଜିଲ୍ଲାର ଶ୍ରୀରାମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଦେଖିବାକୁ ମିଳିଛି। ସିକ୍ୟୁରିଟି ଗାର୍ଡର ସତ ଚେଷ୍ଟା ପରେ ବି ଉଠିଲେନି ଡାକ୍ତର । ଏହି ଘଟଣାର ଏକ ଭିଡିଓ ବର୍ତ୍ତମାନ୍ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ନୂଆପଡା ଜିଲ୍ଲା ଖଡ଼ିଆଳ ବୋଡେନ ଛକରେ ଅଭାବନୀୟ ଘଟଣା ଘଟିଛି। ଗୋଟିଏ କ୍ରେନ ତଳେ ଘଣ୍ଟାଏ ପର୍ଯ୍ୟନ୍ତ ଚାପି ହୋଇଥିଲେ ଦୁଇ ବାଇକ ଆରୋହୀ। ବଡ଼କଷ୍ଟରେ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି
ହୃଦଘାତରେ ଜୀବନ ହାରିଲା ନୀରିହ ପଶୁ । ମହାନଦୀ ମୁଣ୍ଡଳି ବ୍ୟାରେଜରେ ବୋଟ୍ ଟ୍ରାଜେଡି ଓ ହାତୀ ମୃତ୍ୟୁ ଘଟଣା ସମ୍ପର୍କରେ ପ୍ରାଥମିକ ରିପୋର୍ଟ ମିଳିଛି । ଆଜି ଆସିଛି ଶବ ବ୍ୟବଚ୍ଛେଦ ରିପୋର୍ଟ । ମୃତ ହାତୀର ପୋଷ୍ଟମର୍ଟମ ରିପୋର୍ଟ ଅନୁସାରେ କାର୍ଡିଆକ୍ ସକ୍ରୁ ବା ହୃଦଘାତ କାରଣରୁ ହାତୀର ମୃତ୍ୟୁ ହୋଇଛି । ହାତୀଟି ଦୀର୍ଘ ସମୟ ଧରି ପାଣିରେ ଅଖିଆ ଅପିଆ ଛିଡ଼ା ହୋଇ ରହିଥିଲା । ଉପବାସ ରହିବା ସହ ଲୋକଙ୍କୁ ଦେଖି ମାନସିକ ଆଘାତ ପାଇଥିଲା ନୀରିହ ପଶୁ ।
ପଡୋଶୀ ରାଜ୍ୟ ପଶ୍ଚିମ ବଙ୍ଗରେ ପୂଜା ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଏଥର ମେଢରେ ଏହି ସବୁ ବିଶେଷ ଧରଣର ଥିମ୍ କୁ ସ୍ଥାନ ଦିଆଯାଇଛି
କଲେଜ୍ ଡିନ୍ ଡା. ସବିତା ମହାପାତ୍ରଙ୍କ ମୁହଁରୁ ଶୁଣନ୍ତୁ କଣ ଘଟିଥିଲା..
ବ୍ୟାଣ୍ଡ ପାର୍ଟି କର୍ମଚାରୀଙ୍କ ରୋଜଗାର ଠପ୍ ,କରୋନା ପାଇଁ ୨ ବର୍ଷ ହେବ ହାତ ବାନ୍ଧି ବସିଛନ୍ତି I
୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍ । କାଲିଠୁ ନନ୍ଦନ କାନନରେ ଉପଲବ୍ଧ ହେବ ଟଏ ଟ୍ରେନ୍ ସେବା ।
ଚାଷରେ ଲାଭକ୍ଷତି ଅଛି ହେଲେ ଜିଆ ଖତ ଚାଷରେ କ୍ଷତିର ଆଶଙ୍କା ନାହିଁ । ଏଥିପାଇଁ କେବଳ ଭଲ ଭାବରେ ମାର୍କେଟିଂର ଆବଶ୍ୟକତା ରହିଛି । ବର୍ତ୍ତମାନ ଯେପରି ଭାବେ ରାସାୟନିକ ସାରର ବ୍ୟବହାର କରାଯାଉଛି, ସେଥିରୁ ରକ୍ଷା ପାଇବା ସହ ସଫଳ ହୋଇଛନ୍ତି ଜିଆ ଖତ ଜାଷୀ ଦାମୋଦର ।
ଆଜି ପର୍ଯ୍ୟନ୍ତ ଯାହା ହୋଇନଥିଲା, ତାହା ହେବାକୁ ଯାଉଛି। ଫିଲ୍ମ ସୁଟିଂ ପାଇଁ ମହାକାଶ ଗଲେ ଫିଲ୍ମ ନିର୍ଦ୍ଦେଶକ ଓ ଅଭିନେତ୍ରୀ। ଦୀର୍ଘ 12 ଦିନ ରହି କରିବେ ସୁଟିଂ। ମହାକାଶକୁ ନେଇ ହେଉଥିବା ଏହି ଫିଲ୍ମର ନାଁ...
ଜଣେ ମହିଳାଙ୍କ ପାଇଁ ତାଙ୍କ ସ୍ୱାମୀ ହିଁ ସବୁ କିଛି । ଜଣେ କିନ୍ନର ସିନ୍ଦୂର ପିନ୍ଧି ବଧୂ ହେବା ପରେ ନିଜ ଜୀବନଠୁ ଅଧିକ ଭଲ ପାଉଛନ୍ତି ସ୍ୱାମୀଙ୍କୁ । କିନ୍ନର ବିବାହକୁ ପରିବାର ଗ୍ରହଣ କରିପାରୁନଥିବାରୁ ଆସିଛି ଅନେକ ବାଧାବିଘ୍ନ ।
ଘଞ୍ଚ ଜଙ୍ଗଲ ଭିତରେ ୪ ଦିନ ହେଲା ତପସ୍ୟାରେ ବସିଛନ୍ତି ଜଣେ ମହିଳା। ଗୁଣୁଗୁଣୁ ହେଇ ମନ୍ତ୍ର ପଢୁଛନ୍ତି। କହୁଛନ୍ତି ମନ୍ଦିର ଓ ଟିଉବୱେଲ୍ ଦରକାର।
ଠପ୍ ହୋଇଯାଇଛି ବ୍ୟାଣ୍ଡ ପାର୍ଟି କର୍ମଚାରୀଙ୍କ ରୋଜଗାର । ପୂର୍ବରୁ ପାର୍ବଣ ଋତୁ ଆସିଲେ ବେଶ୍ ଦୁଇ ପଇସା ରୋଜଗାର କରିଥାନ୍ତି ଏହି ବ୍ୟାଣ୍ଡ ପାର୍ଟି ଏବଂ ଡିଜେ ଷ୍ଟାଫ୍ ହେଲେ କରୋନା କଟକଣା ଯୋଗୁଁ ଗତ ୨ ବର୍ଷ ହେବ ଏମାନେ ହାତ ବାନ୍ଧି ବସିଛନ୍ତି ।
ଦଳେଇଗୁଡା ଗ୍ରାମର ସିଙ୍ଗି ହରିଜନଙ୍କ ପତ୍ନୀ ବାଲମତି ହରିଜନ l ଗତ ଶନିବାର ରାତି ୨ ଟାରୁ ହଠାତ୍ ଘରୁ ପଳାଇ ଆସିଥିଲେ । ଆଉ ଏବେ ଜଙ୍ଗଲରେ ତପସ୍ୟାରତ ଅଛନ୍ତି । ସକାଳୁ ସକାଳୁ ଘର ଲୋକ ତାଙ୍କୁ ଖୋଜାଖୋଜି କରିବାପରେ ପାଇନଥିଲେ l ପରେ ନିକଟସ୍ଥ ଢାମଣାପଦର ବାହାଲି ଜଙ୍ଗଲର ଏକ ଛୋଟିଆ ପଥର ପାହାଡ଼ରେ ସେ ତପସ୍ୟା ଅବସ୍ଥାରେ ବସିଥିବା ଦେଖିବାକୁ ମିଳିଥିଲା
ମହଙ୍ଗା ପଡ଼ିଲା ନିୟମ ଉଲ୍ଲଂଘନ କରିବା। ଟ୍ରାଫିକ ନିୟମ ଉଲ୍ଲଂଘନ ଓ ନୋ ପାର୍କିଂ ଜୋନ୍ ଭିତରେ ବିଧାୟକଙ୍କ ଚାରି ଚକିଆ ଯାନ ପଶିବାରୁ ପୁରୀ ଟ୍ରାଫିକ ପୋଲିସ ୨,୦୦୦ଟଙ୍କା ଫାଇନ୍ କାଟିଛି।
ଶୁକ୍ରବାର ଠାରୁ ନନ୍ଦନକାନନର ନୂଆ ରୋପ୍ ୱେର ବି ଶିଳାନ୍ୟାସ ହେବ । ୧୮ ମାସ ପରେ ପର୍ଯ୍ୟଟକ ଏହାର ଅନୁଭୂତି ନେଇପାରିବେ । ୧୩ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ରୋପ୍ ୱେର ମୁଖ୍ୟ ଷ୍ଟେସନ୍ ଟଏ ଟ୍ରେନ୍ ଓ ବୋଟ୍ ଘାଟ ମଝିରେ ରହିବ । ବଟାନିକାଲି ପାର୍କ ପାଖରେ ରହିବ ଦ୍ୱିତୀୟ ଷ୍ଟେସନ । ଫଳରେ ଯାତ୍ରୀମାନେ ଚିଡ଼ିଆଖାନାରୁ କାଞ୍ଜିଆ ହ୍ରଦ ଉପର ଦେଇ ବଟାନିକାଲ ଗାର୍ଡେନକୁ ସୁବିଧାରେ ଯାଇପାରିବେ । ପ୍ରାରମ୍ଭିକ ଭାବେ ରୋପ୍ ୱେ ଟିକେଟ୍ ମୂଲ୍ୟ ୯୫ ଟଙ୍କା ରହିବ ।
ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ତୃତୀୟ ବର୍ଷର ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଲେଡିଜ ହଷ୍ଟେଲ ଝରକାରେ ଛାତ୍ରୀ ଜଣକ ଝୁଲିପଡିଥିବା ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର ଲୋକେ ପହଞ୍ଚିବା ପରେ ଛାତ୍ରୀଙ୍କୁ ତଳକୁ ଅଣାଯାଇଥିଲା ।
ଦୁଇ ବର୍ଷ ଧରି କରୋନା ମାଡ଼ । ଆଉ ଏବେ ଡିଜେଲ ଅମୂଲ ମୂଲ । ଶତକ ଛୁଆଁ ଡିଜେଲ୍ ଖାଲି ଯେ ଶହ ଶହ ବୋଟ୍ ଓ ଟ୍ରଲର ଚଳାଚାଳରେ ବେଡି ପକାଇଛି ତା ନୁହେଁ, ସମୁଦ୍ରରେ ମାଛ ଧରି ଜୀବିକା ଅର୍ଜନ କରୁଥିବା ଧୀବର ଓ ସେମାନଙ୍କ ପରିବାର ଲୋକଙ୍କ ମୁହଁରୁ ବି ସିଧା ଦାନା ଛଡ଼ାଇ ନେଇଛି ।
ନିଜ ଅସ୍ତିତ୍ୱର ରକ୍ଷା ନେଇ ବର୍ତ୍ତମାନ ଲଢେଇ କରୁଥିବା ଦେଶର ସବୁଠାରୁ ପୂରାତନ ଦଳ କଂଗ୍ରେସର ଏପରି ଅବସ୍ଥା ନେଇ ଦଳ ନିଜେ ହିଁ ଦାୟୀ। ପାଖାପାଖି ସାଢେ ତିନି ଦଶକ ପୂର୍ବରୁ ତତ୍କାଳୀନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ସରକାର ଏଭଳି ଏକ ନିଷ୍ପତ୍ତି ନେଇଥିଲା, ଯାହା ପରଠାରୁ କଂଗ୍ରେସର ପତନ ଆରମ୍ଭ ହୋଇଥିଲା। ଏଠି ଆମେ କହିବାକୁ ଯାଉଛୁ ଶାହ ବାନୋ ମାମଲାର କଥା। ଏହି ମାମଲାରେ ସୁପ୍ରିମ୍ କୋର୍ଟଙ୍କ ନିଷ୍ପତ୍ତିକୁ ପ୍ରତ୍ୟାବର୍ତ୍ତନ କରିବା ରାଜୀବ ଗାନ୍ଧୀ ସରକାରକୁ ମହଙ୍ଗା ପଡିଥିଲା।
ଆଜି ବି ତିନି ଟଙ୍କାରେ ମିଳୁଛି ଖାଇବା। ଏହି କଥା ଶୁଣିଲେ ଅବିଶ୍ୱାସ ଲାଗିପାରେ। କିନ୍ତୁ କୋଲକାତା ସହରରେ ଏମିତି କିଛି ହୋଟେଲ୍ ଅଛି ଯେଉଁଠି ଶସ୍ତାରେ ମିଳୁଛି ଖାଇବା। ଆଜିବି ଆପଣ ଭାତ ଓ ଝୋଳ ୩ ଟଙ୍କାରେ ଖାଇପାରିବେ। ଏହା କେବଳ ଗୋଟିଏ କି ଦୁଇଟି ହୋଟେଲରେ ନୁହେଁ ସହରର ଅନେକ ହୋଟେଲରେ ଏମିଟି ଶସ୍ତା ଖାଇବା ମିଳେ। ଏହିସବୁ ହୋଟେଲକୁ ପାଇସ୍ ହୋଟେଲ୍ ବୋଲି କୁହାଯାଏ।