କାର୍ଯ୍ୟକ୍ଷେତ୍ରରେ ତୃତୀୟ ଲିଙ୍ଗିଙ୍କୁ ବାଛବିଚାର ମନା, ମିଳିବ ସମାନ ସୁବିଧା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏପରି ନିର୍ଦ୍ଦେଶନାମା ଜାରି ହୋଇଛି। କାର୍ଯ୍ୟକ୍ଷେତ୍ରରେ ଅନ୍ୟମାନଙ୍କ ଭଳି ତୃତୀୟ ଲିଙ୍ଗିଙ୍କୁ ସମାନ ମିଳିବ ସୁବିଧା ଓ ସୁଯୋଗ ଦେବା ପାଇଁ ନିଷ୍ପତ୍ତି ହୋଇଛି
ପେଟ୍ରୋଲ ଦର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ସେ ସିଧାସଳଖ କେନ୍ଦ୍ରକୁ ଟାର୍ଗେଟ୍ କରି କହିଛନ୍ତି ଯେ, ପେଟ୍ରୋଲ ଦରକୁ କେନ୍ଦ୍ର ସରକାର ପଲିଟିକାଲ ଟୁଲ ଭାବେ ବ୍ୟବହାର କରୁଛନ୍ତି ।
ନବେ ଦଶକର ଲୋକପ୍ରିୟ ଟିଭି ସିରିୟଲ୍ ‘ରାମାୟଣ’ରେ ରାବଣ ଭୂମିକା ନିଭେଇଥିବା ଅରବିନ୍ଦ ତ୍ରିବେଦୀ ଏ ଦୁନିଆରୁ ବିଦାୟ ନେଇଛନ୍ତି। ରାମାନନ୍ଦ ସାଗରଙ୍କ ସିରିୟଲ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରି ଅରବିନ୍ଦ ବହୁତ ନାମ କମେଇଥିଲେ। ସେ ରାବଣର ନକରାତ୍ମକ ଛବିକୁ ପରଦା ଉପରେ ଜୀବନ୍ତ କରି ଦେଖେଇଥିଲେ। କିନ୍ତୁ ପରଦାର ଏହି ରାବଣ ପ୍ରକୃତ ଜୀବନରେ ଜଣେ ସଚ୍ଚା ରାମଭକ୍ତ ଥିଲେ। ସେ ପ୍ରତିଦିନ ଭଗବାନ ରାମଙ୍କୁ କ୍ଷମା ପ୍ରାର୍ଥନା କରୁଥିଲେ।
DRDO ଗୁପ୍ତଚରୀ ମାମଲାରେ ପାକିସ୍ତାନ ଲିଙ୍କ୍ ମିଳିଛି। ରହସ୍ୟମୟୀଙ୍କ ଫେସ୍ବୁକ୍ ଆକାଉଣ୍ଟରୁ ପାକିସ୍ତାନ ଲିଙ୍କ୍ ମିଳିଥିବା ଜଣାପଡ଼ିଛି। ଏବେ ବି କିଛି ଲୋକଙ୍କ ସହ ରହସ୍ୟମୟୀ ଯୁବତୀ ଚାଟିଂ କରୁଥିବା ଜଣାପଡ଼ିଛି।
ବ୍ରହ୍ମପୁର ମିଲିଟାରି ଲାଇନ୍ ନିକଟରେ ଥିବା ମୁକ୍ତେଶ୍ୱର ମନ୍ଦିର ପାଖ ବସ୍ତି ଉଚ୍ଛେଦ କରାଯାଉଛି । ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନରଙ୍କ ନେତୃତ୍ୱରେ, ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ଭଙ୍ଗାଯାଇଛି ଘର । ମାତ୍ର ୫ ଦିନ ତଳେ ନୋଟିସ୍ ଦେଇ ପ୍ରଶାସନ ଘର ଭାଙ୍ଗୁଥିବାରୁ ପ୍ରଥମେ ଥଇଥାନ କରି ପରେ ଭାଙ୍ଗିବାକୁ ନେହୁରା ହୋଇଥିଲେ ବସ୍ତି ବାସିନ୍ଦା । ହେଲେ ପ୍ରଶାସନ ନଶୁଣି ବୁଲଡୋଜର ଚଳାଇଥିଲା ।
ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି ଜବତ ହୋଇଛି ।
ଜୀବନରେ ପ୍ରତିକୂଳ ପରିସ୍ଥିତିରେ ପହଁରୁଛନ୍ତି ମଧୁସ୍ମିତା। ଅନେକ ଦୁଃଖକଷ୍ଟ ଆସିଛି, ସବୁକୁ ସାମନାକରିଚାଲିଛନ୍ତି. ସ୍ୱାମୀ ଚାଲିଯିବା ପରେ କାହାରି ଉପରେ ବୋଝ ହୋଇନାହାନ୍ତି। ଚାବିକିଚଳୁଛନ୍ତି।ଏଇ ସ୍ୱାଭିମାନୀ ମହିଳାଙ୍କୁ ସାଲ୍ୟୁଟ୍।
୧୭ ବର୍ଷ ଧରି ସେନାରେ ଦେଶର ସେବା କରିବା ପରେ ଗାଁକୁ ଫେରିଲେ ବୀରଯବାନ। ଆପଣ କହିପାରନ୍ତି, ଏଥିରେ ନୂଆ କଥା କଣ ଅଛି? କିନ୍ତୁ ଗ୍ରାମବାସୀଙ୍କ ପାଇଁ ଏହା ଥିଲା ଗୌରବର କଥା। ସେଥିପାଇଁ ସେମାନେ ଗାଁ ପୁଅକୁ ଏମିତି ସ୍ୱାଗତ କଲେ ଯେ, ଚିତ୍ର ଦେଖିଲେ ଆପଣଙ୍କ ଆଖିକୁ ଲୁହ ଆସିଯିବ।
ଗ୍ରାମାଞ୍ଚଳରେ ସରକାରୀ ଅର୍ଥ କେମିତି ଆତ୍ମସାତ୍ କରାଯାଉଛି ତାର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ କଳମା ଗ୍ରାମ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ସହ ବିଭିନ୍ନ ଯୋଜନାରେ ବ୍ୟାପକ ହେରଫେର ଅଭିଯୋଗ ଆସିଛି ।
ସାମାନ୍ୟ ଅସାବଧାନତାରୁ ମୃତ୍ୟୁର ମହାସ୍ରୋତ ସାଜୁଛି କି ମହାନଦୀ ? ଗତକାଲି ସମ୍ବଲପୁରରେ ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଅକାଳ ମୃତ୍ୟୁ, ଏଭଳି ପ୍ରଶ୍ନକୁ ଉଜ୍ଜୀବୀତ କରିଛି । ବେପରୁଆ ଗାଧୁଆ ହେଉ କି ନୌକା ଦୁର୍ଘଟଣା ଅବା ଆତ୍ମହତ୍ୟା ।
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଯାତାୟାତ ପାଇଁ ପୂର୍ବରୁ ଅନେକ ମୋଟର ଲଞ୍ଚ ବାଲିମେଳା ଜଳ ଭଣ୍ଡାରରେ ଯାତାୟାତ କରୁଥିଲା । କିନ୍ତୁ ପ୍ରଶାସନର ରକ୍ଷଣାବେକ୍ଷଣା ଅଭାବରୁ ଏବେ ପ୍ରାୟ ବୋଟ ଅଚଳ ଓ ପରିତ୍ୟକ୍ତ ଅବସ୍ଥାରେ ପଡିରହି ନଷ୍ଟ ହେବାକୁ ବସିଛି ।
ପ୍ରାକୃତିକ ଶୋଭାରାଜିର ଅପୂର୍ବ ଗନ୍ତାଘର, ସବୁଜ ବନାନୀ, ପାହାଡ ଆଉ ଝରଣା ତା ସହ ଜଙ୍ଗଲୀ ଜନ୍ତୁ । ଥରେ ବୁଲି ଆସିବାକୁ ମନ ଚାହିଁବ । ନୟାଗଡ଼ର ଅସୁରକୁମାରୀ ପୀଠ ସତରେ ଖୁବ୍ ସ୍ୱତନ୍ତ୍ର, ଆଉ ଏହାର ପରିବେଶ ବି ବେଶ୍ ନିରୋଳା । ଘଞ୍ଚ ଜଙ୍ଗଲ, ଆଖି ଯୁଆଡେ ଯାଉଛି ସବୁଜ ବଳୟ ।
ସହରାଞ୍ଚଳରେ ଡ୍ରେନେଜ ସମସ୍ୟା ନେଇ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ । ଡ୍ରେନେଜ୍ ସମସ୍ୟା ନେଇବିସ୍ତୃତ ଭାବେ ଆଲୋଚନା କରାଯାଇଛି ।
ମୋବାଇଲ୍ ଟକଟାଇମ୍ ଭଳି ଏଣିକ ବିଜୁଳି ବ୍ୟବହାର ପାଇଁ ଲାଗିବ ପ୍ରିପେଡ୍ ସ୍ମାର୍ଟ ମିଟର । ସିମ୍ କାର୍ଡ ଜରିଆରେ କରିବାକୁ ହେବ ବିଲ୍ ପେମେଣ୍ଟ । ବିଧାନସଭା ଶକ୍ତି ବିଭାଗ ଷ୍ଟାଣ୍ଡିଂ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପରେ ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।
କୁହାଯାଏ ଯେ ଏହି ଦୁନିଆରେ ମଣିଷପଣିଆ ଠାରୁ ବଡ଼ ଧର୍ମ ଆଉ କିଛି ନାହିଁ। ତେଣୁ ପ୍ରତ୍ୟେକ ନିସହାୟଙ୍କୁ ସାହାଯ୍ୟ କରିବା ଜରୁରୀ ଯିଏ ସମୟରେ ପଡି ସାହାଯ୍ୟ ଆଶା କରୁଥାଏ। ଏହି ନିୟମ ମଣିଷ ସହିତ ପଶୁପକ୍ଷୀମାନଙ୍କ କ୍ଷେତ୍ରରେ ମଧ୍ୟ ବ୍ୟବହାର କରାଯିବା ଜରୁରୀ। ଏହି ସମୟରେ ଏପରି ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ଦେଖିବା ପରେ ବୁଝିହେବ ଯେ ଏ ପୃଥିବୀରେ ଏବେ ବି ମାନବିକତା ବଞ୍ଚି ରହିଛି।
ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ ।
ସାମାନ୍ୟ ଅସାବଧାନତାରୁ ମୃତ୍ୟୁର ମହାସ୍ରୋତ ସାଜୁଛି କି ମହାନଦୀ ? ଗତକାଲି ସମ୍ବଲପୁରରେ ଗୋଟିଏ ପରିବାରର ତିନି ସଦସ୍ୟଙ୍କ ଅକାଳ ମୃତ୍ୟୁ, ଏଭଳି ପ୍ରଶ୍ନକୁ ଉଜ୍ଜୀବୀତ କରିଛି । ବେପରୁଆ ଗାଧୁଆ ହେଉ କି ନୌକା ଦୁର୍ଘଟଣା ଅବା ଆତ୍ମହତ୍ୟା ।
ପୁଣି ଜୀବନ ଜୀବିକାର ଲଢେଇ । ଗୋଟିଏ ପଟେ ଅନେକ ଦିନ ପରେ ପାର୍ବଣରେ ବେପାର ଆଶା, ଅନ୍ୟ ପଟେ ପ୍ରଶାସନକୁ ସଂକ୍ରମଣର ଆଶଙ୍କା । ଆଉ ପ୍ରଶାସନର ଏହି ଭୟ ସାଜିଛି ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖ ।
ପ୍ରାକୃତିକ ଶୋଭାରାଜିର ଅପୂର୍ବ ଗନ୍ତାଘର, ସବୁଜ ବନାନୀ, ପାହାଡ ଆଉ ଝରଣା ତା ସହ ଜଙ୍ଗଲୀ ଜନ୍ତୁ । ଥରେ ବୁଲି ଆସିବାକୁ ମନ ଚାହିଁବ । ନୟାଗଡ଼ର ଅସୁରକୁମାରୀ ପୀଠ ସତରେ ଖୁବ୍ ସ୍ୱତନ୍ତ୍ର, ଆଉ ଏହାର ପରିବେଶ ବି ବେଶ୍ ନିରୋଳା । ଘଞ୍ଚ ଜଙ୍ଗଲ, ଆଖି ଯୁଆଡେ ଯାଉଛି ସବୁଜ ବଳୟ ।
ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ବିଧାୟକ ମାଡ଼ ମାରିବା ଅଭିଯୋଗରେ ପୂର୍ବରୁ ବିଜେଡ଼ିରୁ ନିଲମ୍ବନ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ନିଲମ୍ବନ କରିଥିଲେ । ସୂଚନା ଅନୁସାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ବାଲୁଗାଁ ମଣ୍ଡଳ ବିଜେପି ସଭାପତିଙ୍କୁ ପିଟିଥିବା ନେଇ ଖବର ଆସିଥିଲା ।
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ଯାତାୟାତ ପାଇଁ ପୂର୍ବରୁ ଅନେକ ମୋଟର ଲଞ୍ଚ ବାଲିମେଳା ଜଳ ଭଣ୍ଡାରରେ ଯାତାୟାତ କରୁଥିଲା । କିନ୍ତୁ ପ୍ରଶାସନର ରକ୍ଷଣାବେକ୍ଷଣା ଅଭାବରୁ ଏବେ ପ୍ରାୟ ବୋଟ ଅଚଳ ଓ ପରିତ୍ୟକ୍ତ ଅବସ୍ଥାରେ ପଡିରହି ନଷ୍ଟ ହେବାକୁ ବସିଛି ।
ରାଜ୍ୟର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟ ସୂଚନା କମିଶନର ଶପଥ ଗ୍ରହଣ କରିଥିଲେ ।
ପିପିଲି ବିଧାୟକ ଭାବେ ନବ ନିର୍ବାଚିତ ରୁଦ୍ର ପ୍ରତାପ ମହାରଥୀ, ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।
ସହରାଞ୍ଚଳରେ ଡ୍ରେନେଜ ସମସ୍ୟା ନେଇ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଧାୟକ ପ୍ରଫୁଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ବୈଠକ । ଡ୍ରେନେଜ୍ ସମସ୍ୟା ନେଇବିସ୍ତୃତ ଭାବେ ଆଲୋଚନା କରାଯାଇଛି ।
ଆସନ୍ତାବର୍ଷ ରଥଯାତ୍ରାବେଳେ କଳାହାଟ ଦ୍ୱାର ରୁପା ଛାଉଣୀ ହେବ। ଏଣୁ ଏତେଦିନ ପର୍ଯ୍ୟନ୍ତ ନିଳାଦ୍ରୀ ଭକ୍ତ ନିବାସରେ ରୁପାକୁ ସୁରକ୍ଷିତ ରଖିବା ସମ୍ଭବ ହେଉନଥିବାରୁ ଏହାକୁ କୋଷାଗାରକୁ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା।