• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Tunnel Tragedy
ତ୍ବରାନ୍ବିତ ହେବ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ, ଉତ୍ତରକାଶୀ ଯିବେ ପରିବାର ଲୋକେ

ଉତ୍ତରକାଶୀ ଟନେଲରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କାର୍ଯ୍ୟ ଆଜି ତ୍ବରାନ୍ବିତ ହେବ । ଗତକାଲି ଏକ ସର୍ଭେ ଟିମ୍ ପାଇପ ମାଧ୍ୟମରେ ଭିତରକୁ ଯାଇ ରାଡାର ଦ୍ବାରା ସେଠାକାର ସ୍ଥିତି ଅନୁଧ୍ୟାନ କରିଥିଲେ ।

Tiger travels across four States seeking a ‘home’
'ସାଥୀ ସନ୍ଧାନରେ ଓଡ଼ିଶାରେ ପହଞ୍ଚିଲା ମହାରାଷ୍ଟ୍ରର ବାଘ'

ଓଡ଼ିଶାରେ ବୁଲୁଛି ମହାରାଷ୍ଟ୍ରର ମହାବଳ । ଗଜପତି ଜିଲ୍ଲା ଅଁଳାବର ଜଙ୍ଗଲରେ ବୁଲୁଥିବା ଏବଂ ଗାଈଗୋରୁ ମାରି ଖାଉଥିବା ମହାବଳ ବାଘ, ମହାରାଷ୍ଟ୍ରର ଚନ୍ଦ୍ରପୁରୀ ବ୍ରହ୍ମପୁରୀ ଫରେଷ୍ଟ ଡିଭିଜନରୁ ଆସିଥିବା ଜଣାପଡ଼ିଛି ।

The devotees broke the door of Baba Dhabaleswar
ପୂଜକ-ପ୍ରଶାସନ କଳି: ମୁଖ୍ୟ କବାଟ ଭାଙ୍ଗି ଧବଳେଶ୍ୱରଙ୍କ ଦର୍ଶନ କଲେ ଭକ୍ତ

ପଞ୍ଚୁକରେ ଅଘଟଣ । ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ । ଧବଳେଶ୍ବର ମନ୍ଦିରର ମୁଖ୍ୟ ଦ୍ବାର କବାଟ ଭାଙ୍ଗି ଦର୍ଶନ କଲେ ଶ୍ରଦ୍ଧାଳୁ ।

Odisha Assembly
ଆଜି ରାଜ୍ୟ କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

ଆଜି ରାଜ୍ୟ କ୍ୟାବିନେଟ୍ । ଦିନ ୧୦ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

Rally in BBSR
ମନ୍ତ୍ର ଉଚ୍ଚାରଣ କରି ପ୍ରତିବାଦ କଲେ ବ୍ରାହ୍ମଣ ମହାସଂଘ

ମନ୍ତ୍ର ଧ୍ବନୀ ମାଧ୍ୟମରେ ଅଭିନବ ପ୍ରତିବାଦ । ମନ୍ତ୍ର ଉଚ୍ଚାରଣ କରି ପ୍ରତିବାଦ ଜଣାଇଛି ଓଡିଶା ବ୍ରାହ୍ମଣ ମହାସଂଘ ।

  • Friday, 24 November 2023
Today is the second day of Panchuka
'ପଞ୍ଚୁକ ଦ୍ୱିତୀୟ ଦିନ: ପ୍ରଭୁଙ୍କ ବାଙ୍କଚୂଡ଼ ବେଶ, ବାବା ଧବଳେଶ୍ବରଙ୍କ ଗଙ୍ଗାଧର ବେଶ'

ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ଶ୍ରୀଜିଉଙ୍କର ବାଙ୍କଚୂଡ଼ ବେଶ । ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ ।

Odisha Assembly
'ଶୀତକାଳୀନ ଅଧିବେଶନର ଆଜି ଚତୁର୍ଥ ଦିନ, ଆଦିବାସୀ ବିଲକୁ ନେଇ ଜାରି ରହିପାରେ ଅଚଳାବସ୍ଥା'

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଚତୁର୍ଥ ଦିନ । ଗୃହରେ ଶକ୍ତି, ଶିଳ୍ପ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ, ବୟନ ଶିଳ୍ପ, ହସ୍ତତନ୍ତ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି ।

Bus Rally
'ଆନ୍ଦୋଳନ କଲେ ବୋଲି ରାଗ, ଅଚାନକ ଚେକିଂରେ ଜରିମାନା ଆଦାୟ'

ଆନ୍ଦୋଳନ କଲେ ବୋଲି ଆକ୍ରୋଶ ଅଭିଯୋଗ । ଏପରି ଅଭିଯୋଗ ଆଣିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ।

  • Friday, 24 November 2023
  • Bus
odisha assembly
ଆଜି ବି ଆଦିବାସୀ ଝଡ଼ରେ କମ୍ପିଲା ଗୃହ; ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ବିଶ୍ୱଭୂଷଣ

ଆଦିବାସୀଙ୍କ ଜମି ଅଧିକାର ନେଇ ବିଜେପି ପକ୍ଷରୁ ଦିଆଯାଇଥିବା ମୋସନକୁ କାହିଁକି ଗ୍ରହଣ କରି ଆଲୋଚନା ହେଉନି, ସେନେଇ ପ୍ରତିବାଦ ଜଣାଇଥିଲେ । କଂଗ୍ରେସ ସଦସ୍ୟମାନେ ମଧ୍ୟ ଆଦିବାସୀ ଜମି ସଂକ୍ରାନ୍ତୀୟ କ୍ୟାବିନେଟ୍ ନିଷ୍ପତ୍ତିକୁ ସ୍ଥଗିତ ବଦଳରେ ପ୍ରତ୍ୟାହାର ଓ ପେସା ଆଇନ୍ ଲାଗୁ କରିବାକୁ ଦାବି କରି ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି ଦେଇଥିଲେ ।

Delhi boy stabs 18-year-old multiple times
ନିଶାରେ ମତ୍ତ ହୋଇ ହାଣିଲା, ତା'ଉପରେ ନାଚିଲା ..

ନିଶାରେ ମତ୍ତ ବାଳକର ବିଭତ୍ସ କାଣ୍ତ । ୬୦ ଥର ଛୁରୀ ଭୁଷିଲା, ପରେ ନାଚିଲା । ମଝିରେ ମଝିରେ ମୁଣ୍ତକୁ ଗୋଇଠା ମଧ୍ୟ ମାରିଲା ।

Odisha Assembly
ରାଜ୍ୟରେ ଜୀବନ ନେଇଛି ଦୁର୍ଘଟଣା; ଗତ ୫ ବର୍ଷରେ ୨୫,୯୩୪ ଜଣଙ୍କ ମୃତ୍ୟୁ

ରାଜ୍ୟରେ ୧୧ ହଜାର ୬୬୩ଟି ଦୁର୍ଘଟଣା ହୋଇଥିବାବେଳେ ୧୦ ହଜାର ୧୦୩ଜଣ ଆହତ ହୋଇଛନ୍ତି । ଖାଲି ଏତିକି ଯେ ତାହାନୁହେଁ, ଗତ ୫ ବର୍ଷରେ ରାଜ୍ୟରେ ୫୪ ହଜାର, ୭୯୦ ସଡକ ଦୁର୍ଘଟଣା ହୋଇଛି ବୋଲି ଗୃହରେ ବିବୃତି ରଖିଛନ୍ତି ମନ୍ତ୍ରୀ ।

Ind vs Aus
ପୁରୁଣା ଦଳ, ପୁରୁଣା ମୁହଁ, ଫର୍ମାଟ କିନ୍ତୁ ନୂଆ; ଆଜି ଭାରତ ଅଷ୍ଟ୍ରେଲିଆ ଟିଟ୍ୱେଣ୍ଟି ମ୍ୟାଚ

ସରିଛି ବିଶ୍ୱକପ, ଭାଙ୍ଗିଛି ହୃଦୟ । କିନ୍ତୁ ଅତୀତକୁ ପଛରେ ଛାଡ଼ି ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଦଳ । ବିଶ୍ୱକପ ଶେଷ ହେବାର ମାତ୍ର ତିନି ଦିନ ପରେ ଆରମ୍ଭ ହେବାକୁ ଯାଉଛି ଭାରତ-ଅଷ୍ଟ୍ରେଲିଆ ଟିଟ୍ୱେଣ୍ଟି ସିରିଜ । କେବଳ ଫର୍ମାଟ ହିଁ ନୂଆ, କିନ୍ତୁ ବିପକ୍ଷ ସେହି ପୁରୁଣା ।

student agitation in BJP college
ବିଜେବି କଲେଜରେ ଛାତ୍ର ଅଶାନ୍ତି, ଟାୟାର ଜାଳି କଲେ ପ୍ରତିବାଦ

ପୁଣି ବିଜେବି କଲେଜରେ ଛାତ୍ର ଉତ୍ତେଜନା । କଲେଜ ଗେଟରେ ତାଲା ପକାଇ ରାଜପଥ ଅବରୋଧ କଲେ ଛାତ୍ରଛାତ୍ରୀ ।

New bus stand construction works
୭ ବର୍ଷ ହେବ ବସ୍‌ଷ୍ଟାଣ୍ଡରେ ଚାଲିଛି ଭଙ୍ଗାଗଢ଼ାର ଖେଳ...ନା କାମ ସରୁଛି, ନା ଉଦ୍‌ଘାଟନ ହେଉଛି

୭ ବର୍ଷ ବିତିଲା, ହେଲେ ସରିପାରିଲାନି ଜୟପୁରର ବିଶ୍ୱ ସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ କାମ । ଯେତିକି ନିର୍ମାଣ ହେଉଛି, ପୁଣି ଭଙ୍ଗା ଚାଲିଛି ।

Jagannath Temple
OTV ରେ ଖବର ପ୍ରସାରଣ ପରେ ଚେତିଲା ପ୍ରଶାସନ; ବରିଷ୍ଠ ନାଗରିକଙ୍କ ଦର୍ଶନକୁ ଦିଆଗଲା ଗୁରୁତ୍ୱ

କାଲିଠାରୁ ଆରମ୍ଭ ହେବାକୁ ଯାଉଛି ପଞ୍ଚୁକ ବ୍ରତ । ଏହି ୫ଦିନ ଦାରୁ ଦେବତାଙ୍କର ୫ଟି ସ୍ୱତନ୍ତ୍ର ବେଶ କରାଯିବାର ପରମ୍ପରା ରହିଛି । ସେହି ବେଶ ଦର୍ଶନ ପାଇଁ ଆଜିଠୁ ଶ୍ରୀକ୍ଷେତ୍ରକୁ ଛୁଟିଲାଣି ଶ୍ରଦ୍ଧାଳୁଙ୍କ ସୁଅ ।

Student Death
ପାଠ ନ କହିପାରିବାରୁ ଉଠ୍ ବସ୍ କରାଇଲେ ମ୍ୟାଡାମ୍‌; ଟଳିପଡ଼ିଲେ ଚତୁର୍ଥ ଶ୍ରେଣୀ ଛାତ୍ର..

ପାଠ ନ ଆସିବାରୁ ଶାସ୍ତି ଦେଲେ ମ୍ୟାଡାମ୍‌ । ମ୍ୟାଡାମଙ୍କ ନାଲି ଆଖିକୁ ଡରି ଉଠ୍ ବସ୍ ହେଉଥିବା ବେଳେ ହିଁ ଟଳି ପଡ଼ିଲା ଚତୁର୍ଥ ଶ୍ରେଣୀ ଛାତ୍ର ।

Amazon Sell Mahaprasad
ଆମାଜନ ବିକ୍ରି କରୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ; ସିଂହଦ୍ୱାର ଥାନାରେ ଏତଲା..

ଅନ୍‌ଲାଇନ୍‌ ସପିଂ ସଂସ୍ଥା ଆମାଜନ ବିକୁଛି ମହାପ୍ରଭୁଙ୍କ ନିର୍ମାଲ୍ୟ। କେବଳ ସେତିକି ନୁହେଁ ଅନ୍‌ଲାଇନ୍‌ରେ ମିଳିଛୁ ଜଗନ୍ନାଥଙ୍କ ତୁଳସୀ ଓ ଖଜା।

Missing man returned home after 2 days in kendrapara
ନିଖୋଜ ପରେ ଭାବିଲେ କୁମ୍ଭୀର ଟାଣି ନେଇଛି, ହେଲେ ପରେ ଜଣାପଡ଼ିଲା...

କୁମ୍ଭୀର ଆତଙ୍କ ଲାଗି ରହିଥିବା ନଦୀକୂଳିଆ ଗାଁରେ ଗତ ୧୮ ତାରିଖରେ ସକାଳୁ ବ୍ରାହ୍ମଣୀ ନଦୀ କୂଳରେ ଗାମୁଛା, ଚପଲ ଓ ବାଇକ ପଡିଥିବା ଲୋକେ ଦେଖିବାକୁ ପାଇଥିଲେ ।

  • Wednesday, 22 November 2023
ଜୀବନ ଜୀବିକାର ଆଧାର ପାଲଟିଛି ପଥର
ପଥର ଭାଙ୍ଗିଲେ ଚୁଲି ଜଳେ, କିନ୍ତୁ ବୁଡ଼ି ଯିବାକୁ ବସିଛି ବେଉସା

ଚମଡ଼ା ଧୁଡ଼ୁ ଧୁଡ଼ୁ ହୋଇ ଗଲାଣି । ହାତରେ ବଳ ନାହିଁ କି ପାଦରେ ଶକ୍ତି ନାହିଁ । ତଥାପି ଶରୀରର ସବୁ ବଳ ଲଗାଇ ପଥର ଭାଙ୍ଗୁଛନ୍ତି ବୃଦ୍ଧା ମହିଳା ଜଣକ । ବୟସର ଅପରାହ୍ନରେ ବଞ୍ଚିବା ପାଇଁ ସଙ୍ଘର୍ଷ । ପଥର ବୋଝ ତଳେ ନଇଁ ଗଲାଣି ଅଣ୍ଟା । ପିଢ଼ି ପରେ ପିଢ଼ି ଧରି ଏମାନଙ୍କର ବେଉସା ଏହି ପଥର କଟା ରହି ଆସିଛି ।

  • Wednesday, 22 November 2023
  • JOB
Traffic ASIs cannot collect fines issue e challans in odisha
ଏଣିକି ଚାଲାଣ କାଟିବେନି କି ଫାଇନ୍‌ କରିପାରିବେନି ଟ୍ରାଫିକ୍ ASI...

ଗାଡ଼ି ଚାଳକଙ୍କ ଠାରୁ କୌଣସି ଚାଲାଣ କିମ୍ବା ଜରିମାନା ଆଦାୟ କରିପାରିବେନି ଟ୍ରାଫିକ୍ ASI ।

Ship Hijacked
ହମାସକୁ ହାଉତିର ସମର୍ଥନ, ହାଇଜାକ କରିନେଲେ ଜାହାଜ

ହାଇଜାକ ହୋଇ ଯାଇଛି ଭାରତକୁ ଆସୁଥିବା ଜାହାଜ । ଇସ୍ରାଏଲର ଭାବି ଏହାକୁ ହାଇଜାକ କରା ଯାଇଛି । ଏନେଇ ଭିଡ଼ିଓ ମଧ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି । ଭିଡିଓ ଜାରି ପରେ ବଢିଛି ଉତ୍ତେଜନା ।

Special darshan facility for devotees in puri srimandir
ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ: ବୟସ୍କଙ୍କ ପାଇଁ ହେବ ସ୍ୱତନ୍ତ୍ର ବ୍ୟବସ୍ଥା

ଶୃଙ୍ଖଳିତ ଦର୍ଶନ ପାଇଁ ଅଧିକ ସ୍ୱେଚ୍ଛାସେବୀ ନିୟୋଜିତ କରାଯିବ । ପଞ୍ଚୁକ ୫ ଦିନ ଭିଡ଼ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏ ବ୍ୟାରିକେଡ୍‌ ବଢ଼ାଯିବ । 

Puri Srimandir
ପଞ୍ଚୁକ ୫ ଦିନ ଶ୍ରୀମନ୍ଦିରରୁ ମରଚିକୋଟ ଛକ ପର୍ଯ୍ୟନ୍ତ ସବୁ ଉଠା ଦୋକାନ ବନ୍ଦ

ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରକିକୋଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ୍ କରାଯିବ । ପଞ୍ଚୁକ ୫ ଦିନ ଯାକ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିରରୁ ମରଚିକୋଟ ଛକ ପର୍ଯ୍ୟନ୍ତ ସବୁ ଉଠା ଦୋକାନ ବନ୍ଦ କରାଯିବ ।

Qualifier match for 2026 FIFA World Cup
କଳିଙ୍ଗରେ ଫୁଟବଲ ଫିଭର, ମୁହାଁମୁହିଁ ହେବେ ଭାରତ-କତାର

ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୨୦୨୬ ଫିଫା ବିଶ୍ବକପ ପାଇଁ କ୍ବାଲିଫାୟର ମ୍ୟାଚ । ଶକ୍ତିଶାଳୀ କାତାର ବିରୋଧରେ ମ୍ୟାଚ ଖେଳିବ ବ୍ଲୁ ଟାଇଗର୍ ଭାରତ ।

TV making life better and the best means of communication
World Television Day 2023: ଟିଭି ଦୁନିଆର ଏହି ୫ ସିରିଜ୍‌କୁ ଲୋକେ କେବେ ବି ଭୁଲିବେନି

ଆଜି ‘ବିଶ୍ୱ ଟେଲିଭିଜନ ଦିବସ’। ଟିଭି ଯୋଗୁଁ ଆଜି ସୂଚନାର ଆଦାନପ୍ରଦାନ ସରଳ ଏବଂ ସହଜ ହୋଇଯାଇଛି। କଳା-ଧଳାରୁ ଆଜି ଆମେ ଟିଭିର ସ୍ମାର୍ଟ ଦୁନିଆରେ ପହଞ୍ଚିଛେ। ଏହି ଅବସରରେ ଆସନ୍ତୁ ଟିଭି ଦୁନିଆର ୫ ଲୋକପ୍ରିୟ ସିରିଜ୍‌ ବିଷୟରେ ଜାଣିନେବା।