ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ ରେଳ ଷ୍ଟେସନରୁ ଆଜି ତିନିଟି ଟ୍ରେନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ପ୍ରେମ ଯେତେବେଳେ ତିକ୍ତତାର ନିଆଁରେ ହୁଏ ଦଗ୍ଧ, ପ୍ରେମରୁ ଯେତେବେଳେ ଫୁଟେ ଆକ୍ରୋଶର ଲାର୍ଭା, ସେତେବେଳେ ଛୁରୀ ମାଡ଼ କରିବାକୁ ପଛାଏ ନାହିଁ ମନର ମଣିଷ ।
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ l ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରା ଯାଇ ପାରିନାହିଁ ।
ନିର୍ଦ୍ୱନ୍ଦରେ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲିକ।
ଉପରୁ ନିର୍ଦ୍ଦେଶ ଆସିବା କ୍ଷଣି ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ କର୍ମଚାରୀ ବୃଦ୍ଧାଙ୍କୁ ବ୍ୟାରିକେଡରୁ ମୁକ୍ତ କରି ମନ୍ଦିରକୁ ଜଗାଦର୍ଶନ ପାଇଁ ନେଇଥିଲେ । ତେବେ ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣା ଏଇଠି ସରିନି, ଧାଡ଼ିରେ ଛିଡ଼ା ହୋଇଥିବା ଜଣେ ଯୁବତୀ ଅଣନିଃଶ୍ୱାସୀ ହୋଇ ବେହୋସ୍ ହୋଇଗଲେ ।
ଶ୍ରୀମନ୍ଦିରର ୩ ଦ୍ୱାର ଖୋଲନ୍ତୁ ସରକାର । କାହିଁକି ନା ଖରା ବର୍ଷାରେ ଘଣ୍ଟା ଘଣ୍ଟା ଅପେକ୍ଷା କରୁଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ନେଇ ଛତିଶଗଡ଼ ରାଜ୍ୟପାଳ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଖବରକାଗଜରେ ସ୍ତମ୍ଭ ଲେଖି ପ୍ରଶାସନ ଏବଂ ସରକାରଙ୍କୁ କରିଛନ୍ତି ଟାର୍ଗେଟ ।
ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ଅଧିବେଶନରେ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାନ୍ତାଳୀ ଶାଢ଼ି ଉପଢୗକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି ।
ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ । ୪ ବର୍ଷରେ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ବ୍ୟୟ ହେବାକୁ ଥିବା ୬ ହଜାର ୨ ଶହ ୫୫ କୋଟି ଟଙ୍କା ରାଜ୍ୟ ସରକାର ବହନ କରିବେ ।
ମଣିଷ ଜୀବନ ପ୍ରତି ବିପଦ ସୃଷ୍ଟି କରିଥିବା ବନ୍ୟପ୍ରାଣୀଙ୍କୁ ଧରିବା କିମ୍ବା ମାରିବା ପାଇଁ ଅନୁମତି ଦେବା ପାଇଁ ଧାରା-୧୧ର ପ୍ରୟୋଗ କରାଯାଇଥାଏ । ତେଣୁ, ଏହି ଅସିଦ୍ଧ ଗାଇଡଲାଇନକୁ ପ୍ରତ୍ୟାହାର କରି, ଆଇନଗତ ତ୍ରୁଟି ସଂଶୋଧନ କରି ଆଉ ଥରେ ନୂତନ ଗାଇଡଲାଇନ ଜାରି କରିବା ପାଇଁ ଦାବି ହୋଇଛି ।
ପିକ୍ନିକ୍ କରିବାକୁ ଯାଇ ଯୁବ ମେଡ଼ିସିନ ରିପ୍ରେଜେଣ୍ଟେଟିଭ୍ ରାକେଶ ପୁରୋହିତ ନିଖୋଜ ଥିଲେ । ସାଙ୍ଗଙ୍କ ସହ ସେ ପିକ୍ନିକ୍ କରିବାକୁ ଯାଇଥିଲେ ।
ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଆଜି ଏତେ ଭିଡ଼ ଯେ, ନା ପାଣି ଅଛି ନା ଗରମରୁ ରକ୍ଷା ପାଇବା ପାଇଁ କୌଣସି ବ୍ୟବସ୍ଥା ହୋଇଛି ।
ବେଆଇନ ଭାବେ ମଣ୍ତି କିଣୁଛନ୍ତି ମିଲର୍ସ । ଅସାଧୁ ଉପାୟରେ ମିଲରେ ପଶୁଛି ଧାନ । ସବୁ ଜାଣି ଚୁପ ବସିଛି ଯୋଗାଣ ବିଭାଗ । ମିଲର୍ସ ବେପାରୀ ହେବେ ମାଲେମାଲ । ଚାଷୀ ହେବେ ହତାଶ ।
ଯଦିଓ ସନ୍ତାନ ଜନ୍ମ କ୍ଷେତ୍ରରେ ଡାକ୍ତରଖାନା ଯିବା ଏକ ଶୁଭ ମୁହୂର୍ତ୍ତ ତେବେ ପ୍ରସବ ସମୟରେ ହେଉଥିବା ଖର୍ଚ୍ଚ ହେତୁ ଅନେକ ପରିବାର ଏହି ଖୁସି ଖବରକୁ ନେଇ ଚିନ୍ତାରେ ପଡନ୍ତି। କିନ୍ତୁ 'ଡାକ୍ତର ଦାଦି' ଏମାନକ ପାଇଁ କୌଣସି ଦେବୀ ଠାରୁ କମ ନୁହେଁ। ସେ କରିଛନ୍ତି ମାଗଣା ସେବା। ଜାଣନ୍ତୁ 'ଡାକ୍ତର ଦାଦି'ଙ୍କ ମହାନତା।
ଅଫିସର ଛୁଟିରେ ଥିବାରୁ ହିତାଧିକାରୀ ହିନସ୍ତା ହେଉଛନ୍ତି। ସରକାରୀ ଭତ୍ତା ପାଇବାରୁ ବଞ୍ଚିତ। ଏମିତି ଚାଲିଛି ସରକାରୀ ଶାସନ ବ୍ୟବସ୍ଥା। କିଏ ଦିବ୍ୟାଙ୍ଗ ଭତ୍ତା ପାଇଁ ତ ଆଉ କିଏ ବାର୍ଦ୍ଧକ୍ୟ ଅଥବା ବିଧବା ଭତ୍ତା ପାଇଁ ସକାଳ ୭ଟାରୁ ପୌରପାଳିକା ଅଫିସ ସାମ୍ନାରେ ଲାଇନରେ ଛିଡ଼ା ହେବାକୁ ପଡୁଛି।
ରାଷ୍ଟ୍ରପତି ହେବା ପରେ ନିଜ ଜିଲ୍ଲା ମୟୂରଭଂଜକୁ ଆସୁଛନ୍ତି ଆସନ୍ତାକାଲି ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣେ ମାଟିର ଝିଅକୁ ସ୍ୱାଗତ ପାଇଁ ସାଧବ ବୋହୁ ପରି ସଜେଇ ହେଲାଣି ବାରିପଦା ଓ ରାଇରଙ୍ଗପୁର ।
ଏସସିବି ମେଡିକାଲ କଲେଜ ହୃଦରୋଗ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ କରିଥିଲେ ସ୍ୱର୍ଗତ ଲୋକପ୍ରିୟ ଡାକ୍ତର ପ୍ରଫେସର ଯଦୁନାଥ ପ୍ରସାଦ ଦାସ ।
ରାଷ୍ଟ୍ରପତି ହେବା ପରେ ନିଜ ଜିଲ୍ଲା ମୟୂରଭଂଜକୁ ଆସୁଛନ୍ତି ଆସନ୍ତାକାଲି ଦ୍ୱିତୀୟ ଥର ପାଇଁ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେଣେ ମାଟିର ଝିଅକୁ ସ୍ୱାଗତ ପାଇଁ ସାଧବ ବୋହୁ ପରି ସଜେଇ ହେଲାଣି ବାରିପଦା ଓ ରାଇରଙ୍ଗପୁର ।
ଦିନେ ଅଧିଆ ପଡ଼ି ପୁଅ ପାଇଥିଲେ । ନାଗପଞ୍ଚମୀରେ ମନ୍ଦିର ଭିତରେ ସ୍ୱୟଂ ନାଗଦେବତାଙ୍କ ଦର୍ଶନ ପାଇଲେ । ସାକ୍ଷାତ୍ ନାଗରାଜଙ୍କୁ ଦେଖି ଭାବବିହ୍ୱଳ ହୋଇପଡ଼ିଲେ ପରିବାର । ଖବର ପ୍ରଚାର ପରେ ଜମିଲା ଭକ୍ତଙ୍କ ଭିଡ଼, ଚାଲିଲା ପୂଜାର୍ଚ୍ଚନା ।
ପିତ୍ତଳକୁ ହାତୁଡ଼ିରେ ପିଟିପିଟି ଜୀବନ୍ତ ରୂପ ଦେବାରେ ବ୍ୟସ୍ତ କାରିଗର । ଭାକୁର, ଶେଉଳ, ଚିଙ୍ଗୁଡ଼ି ମାଛ, ଦେବାଦେବୀଙ୍କ ମୂର୍ତ୍ତି ଭଳି ବିଭିନ୍ନ ଘରସଜା ଉପକରଣ ତିଆରି କରି ଚର୍ଚ୍ଚାରେ ଗଞ୍ଜାମ ବେଲଗୁଣ୍ଠା ସହରର ଏହି କାରିଗର । ପିତ୍ତଳ ମାଛକୁ ଜିଆଇ ଟ୍ୟାଗ ମାନ୍ୟତା ଦେବାପାଇଁ ପ୍ରୟାସ ଆରମ୍ଭ କରାଯାଇଛି । ମାନ୍ୟତା ମିଳିଲେ ଏହି କଳା ବିଶ୍ୱସ୍ତରରେ ପହଞ୍ଚି ପାରିବ ବୋଲି ଆଶା ରଖିଛନ୍ତି କାରିଗର ।
ଯୁଆଡ଼େ ଦେଖିବ ଖାଲି ଧଳା ସୁନା, ଅମଳ ସରିଲାଣି ହେଲେ ବିକ୍ରି ନାହିଁ । ଚାଷୀଙ୍କ ଦୁଃଖ ବୁଝିବାକୁ କେହି ନାହିଁ ।
ମହିଳା ସଶକ୍ତିକରଣ ଦିଗରେ ସାରା ବିଶ୍ୱରେ କିଛି ନା କିଛି କରାଯାଉଥିଲେ ମଧ୍ୟ ପୁରୁଷଙ୍କ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ବିଷୟରେ ସଚେତନତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଏନେଇ ପୁରୁଷମାନଙ୍କ ମାନସିକ ବିକାଶ, ସେମାନଙ୍କର ସକରାତ୍ମକ ଗୁଣ ଏବଂ ଲିଙ୍ଗଗତ ସମାନତାକୁ ପ୍ରଶଂସା କରିବା ଉଦ୍ଦେଶ୍ୟରେ ‘ଅନ୍ତର୍ଜାତୀୟ ପୁରୁଷ ଦିବସ’ ପ୍ରତିବର୍ଷ ସମଗ୍ର ବିଶ୍ୱରେ ପାଳନ କରାଯାଏ।
ଖାଲି ରଙ୍ଗ୍ ରୁଟ୍ ଡ୍ରାଇଭିଂ କାହିଁକି ବିକଟାଳ ହର୍ନ ବଜାଉଥିଲେ, ବେଆଇନ ସାଇଲେନ୍ସର ଲଗାଇଥିଲେ ବି ହୋଇ ଯାଆନ୍ତୁ ସାବଧାନ। ଏସବୁ ନିୟମ ପ୍ରତି ଏବେ ଟ୍ରାଫିକ୍ ପୋଲିସ ତୀକ୍ଷ୍ଣ ନଜର ରଖିଛି।
ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ ।
ରାଷ୍ଟ୍ରପତି କେବଳ ୩ଟି ଟ୍ରେନର ଶୁଭାରମ୍ଭ କରିବେ ତାହା ନୁହେଁ, ସେଥିମଧ୍ୟରୁ ଗୋଟିଏ ଟ୍ରେନର ଯାତ୍ରୀ ବି ହେବେ । କୋଲକାତାକୁ ଯୋଡ଼ିବାକୁ ଥିବା ବାଦାମପାହାଡ଼ ସାଲିମାର ଏକ୍ସପ୍ରେସର ଏସି-୧ କୋଚରେ ରାଇରଙ୍ଗପୁର ଯାଏଁ ପାଖାପାଖି ୩୨ କିଲୋମିଟର ଯାତ୍ରା କରିବେ ।
ପୁତୁରାର ଅନ୍ତିମ ସଂସ୍କାର ପରେ ହଠାତ୍ ତୈଲୋକ ମହାନ୍ତି ସେଠି ଟଳି ପଡ଼ିଥିଲେ। ନିଜେ ଅସୁସ୍ଥ ଥିଲେ କିନ୍ତୁ ପୁତୁରାର ମୃତ୍ୟୁ ଖବର ଶୁଣି ସେ ଗାଁରୁ ପୁରୀ ଦୌଡ଼ି ଯାଇଥିଲେ। ପୁତୁରା ମୃତ୍ୟୁ ତାଙ୍କୁ ଗଭୀର ଆଘାତ ଦେଇଥିଲା।