• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

dl
ପୁଣିଥରେ ଆରମ୍ଭ ହେବ ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ; କାଲିଠାରୁ ସ୍ଲଟ ବୁକିଂ

ଭୁବନେଶ୍ୱର: କରୋନା ପାଇଁ ବନ୍ଦ ଥିବା ଡ୍ରାଇଭିଂ ଲାଇସେନ୍ସ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। DL ଓ LL ଟେଷ୍ଟ ଆରମ୍ଭ ନେଇ ସୂଚନା ଦେଇଛନ୍ତି ପରିବହନ କମିଶନର। ସାମାଜିକ ଦୂରତ୍ୱ ସହ ସବୁ ଗାଇଡଲାଇନ ମାନି ଟେଷ୍ଟ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି। ତେବେ ଡିଏଲ୍ ଟେଷ୍ଟ ପାଇଁ ଆସନ୍ତାକାଲିଠାରୁ ପୁଣିଥରେ ସ୍ଲଟ ବୁକିଂ ଆରମ୍ଭ ହେବ। ସକାଳ ୭ଟାରୁ DL ଟେଷ୍ଟ ସ୍ଲଟ ବୁକିଂ ଖୋଲିବ। ଲର୍ଣ୍ଣିଂ ଲାଇସେନ୍ସ ସ୍ଲଟ ବୁକିଂ […]

  • Monday, 26 July 2021
cm naveen
ଘରକୁ ଘର ବୁଲି କୋଭିଡ୍ ପରିସ୍ଥିତି ପର୍ଯ୍ୟବେକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି କୋଭିଡ ଯୋଦ୍ଧାଙ୍କୁ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନସିଂ ଜରିଆରେ ଚାଲିଥିବା ଏକ କର୍ମଶାଳାରେ ଯୋଗଦେଇ ନବୀନ ସ୍ୱାସ୍ଥ୍ୟକର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମ୍ କରିବା ଏବଂ ସୁସ୍ଥତା ହାର ବୃଦ୍ଧି କରିବା କ୍ଷେତ୍ରରେ ଉଲ୍ଲେଖନୀୟ କାମ କରିଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ପରିସ୍ଥିତି ପର୍ଯ୍ୟବେକ୍ଷଣ ପାଇଁ ସମନ୍ୱିତ ଅଭିଯାନ ଆରମ୍ଭ କରିବାକୁ ସେ CDMO ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି। […]

  • Monday, 26 July 2021
kamala
କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କୋରାପୁଟ: କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର ହେଲେ ପଦ୍ମଶ୍ରୀ କମଳା ପୂଜାରୀ। କିଡ୍‌ନୀରେ ସମସ୍ୟା ଥିବା ସନ୍ଦେହ କରି ତାଙ୍କର ଅଲ୍ଟ୍ରାସାଉଣ୍ଡ କରାଯାଇ ଡାକ୍ତର ଚିକିତ୍ସା କରିବା ଆରମ୍ଭ କରିଦେଇଛନ୍ତି। ଉଚ୍ଚ ରକ୍ତଚାପ ଓ ଅଣ୍ଟା ବ୍ୟଥା ଯୋଗୁଁ ୨ ଦିନ ତଳେ କମଳାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଯଦି ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ ସୁଧାର ନ ଆସେ, ଜିଲ୍ଲା ପ୍ରଶାସନ ନିଜ ଖର୍ଚ୍ଚରେ ତାଙ୍କୁ ବ୍ରହ୍ମପୁର ନିଆଯିବ ବୋଲି କୋରାପୁଟ ଜିଲ୍ଲାପାଳ କହିଛନ୍ତି। […]

  • Monday, 26 July 2021
chating
ପ୍ରବଳ ବର୍ଷା; ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୪ ଜିଲ୍ଲାରେ ଝଡ଼ ବର୍ଷା ସହ ୪୦ କିମି ବେଗରେ ପବନ ବହିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ପଶ୍ଚିମ ଓ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଏହି ଲଘୁଚାପ ୱେଲ୍‌ମାର୍କରେ ପରିଣତ ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ। ତା ସହିତ ଆଜି ଓ କାଲି ଉତ୍ତର, ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲେ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ, କନ୍ଧମାଳ ଓ […]

  • Monday, 26 July 2021
prdaeep
ଅମିତ ଶାହଙ୍କ ଭର୍ଚୁଆଲ ରାଲିକୁ କଂଗ୍ରେସର ସମାଲୋଚନା

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଭର୍ଚୁଆଲ ରାଲିକୁ ସମାଲୋଚନା କରିଛନ୍ତି ରାଜ୍ୟ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। କରୋନା ମହାମାରୀ ବେଳେ ଶାହ ଓଡ଼ିଶା ଲୋକଙ୍କ ସମସ୍ୟା ଉପରେ ଫୋକସ ନ କରି ରାଜନୈତିକ ଅଭିସନ୍ଧିମୂଳକ ମତ ରଖିଛନ୍ତି ବୋଲି ପ୍ରଦୀପ କହିଛନ୍ତି। ରାଜ୍ୟରେ ମାସ୍କ, ପିପିଇ କିଟ୍ ଦୁର୍ନୀତି ସଂପର୍କରେ ଶାହ ମୁହଁ ଖୋଲିନାହାନ୍ତି। କେବଳ ନିଜ ସରକାରଙ୍କ ପ୍ରଚାର ପ୍ରସାର କରିଛନ୍ତି। କରୋନା ଆକ୍ରାନ୍ତ ଲୋକଙ୍କ ପାଇଁ ଶାହଙ୍କର ଦରଦ ନାହିଁ ବୋଲି […]

  • Monday, 26 July 2021
farming
ଖରିଫ ଋତୁ ପାଇଁ ଚାଷୀଙ୍କୁ ୯ ହଜାର କୋଟି ଟଙ୍କାର ଋଣ ଯୋଗାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଆସନ୍ତା ଖରିଫ ଋତୁ ପାଇଁ ଚାଷୀଙ୍କୁ ୯ ହଜାର କୋଟି ଟଙ୍କାର ଋଣ ଯୋଗାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ମେ ୩୧ ତାରିଖ ସୁଦ୍ଧା ୨ ହଜାର ୬୪୯ କୋଟି ଟଙ୍କାର ଋଣ ଚାଷୀମାନଙ୍କୁ ଯୋଗାଇ ଦିଆସରିଲାଣି। ବିନା ସୁଧରେ ୫୦ ହଜାର ଟଙ୍କା ଯାଏଁ ଋଣ ଦିଆଯାଉଛି। ଏ ପର୍ଯ୍ୟନ୍ତ ୬ ଲକ୍ଷ ୧୯ ହଜାର ଚାଷୀଙ୍କୁ ଋଣ ଦିଆଯାଇସାରିଛି ବୋଲି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ସମବାୟ ବିଭାଗ ସଚିବ […]

  • Monday, 26 July 2021
shaha
ଓଡ଼ିଶା କେମିତି ହେବ ବିଜେପିର ଅଭେଦ୍ୟ ଗଡ଼?

ଭୁବନେଶ୍ୱର: ଓଡ଼ିଶା କେମିତି ହେବ ବିଜେପିର ଅଭେଦ୍ୟ ଗଡ଼? ଅମିତ ଶାହାଙ୍କ ଅଧୁରା କାମକୁ କେମିତି ପୂରଣ କରିବେ ଜେ.ପି ନଡ୍ଡା ? ସଂଗଠନ ସୁଦୃଢ ସହ ବିଜେଡି ବିରୋଧରେ ଆଭିମୁଖ୍ୟକୁ ଶାଣିତ କରିବ କି ଦଳ ? ଗତକାଲି ଓଡ଼ିଶା ଜନସମ୍ବାଦ ଭର୍ଚୁଆଲ ରାଲିରେ ଶାହାଙ୍କ ଅଭେଦ୍ୟ ଗଡ଼। ଆହ୍ବାନ ପରେ ଏମିତି କିଛି ପ୍ରଶ୍ନ ଠିଆ  ହୋଇଛି। ତେବେ ପଞ୍ଚାୟତ ନିର୍ବାଚନକୁ ଦୁଇ ବର୍ଷ ଓ ସାଧାରଣ ନିର୍ବାଚନକୁ ୪ ବର୍ଷ ଥିବା ବେଳେ […]

  • Monday, 26 July 2021
odsha
ମହାପ୍ରଭୁ ଜଗନ୍ନାଥଙ୍କ ବିକୃତ କାର୍ଟୁନ୍ ପାଇଁ ଥାନାରେ ଏତଲା; ରଥ ଯାତ୍ରା ନେଇ ହୋଇକୋର୍ଟ କହିଲେ...

ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏ ସଂପର୍କିତ ଏକ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ହାଇକୋର୍ଟ କରୋନା ମୁକାବିଲା ନେଇ ଥିବା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିୟମାବଳୀକୁ ଦେଖି ସରକାର ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀଜିଉଙ୍କ ରଥଯାତ୍ରା ବନ୍ଦ କରିବା ଲାଗି ହାଇକୋର୍ଟରେ […]

  • Monday, 26 July 2021
dharana
ପରୀକ୍ଷା ବାତିଲ କରିବା ନେଇ ଧାରଣାରେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରମାଦେବୀ ଓ ଉତ୍କଳ ବିଶ୍ୱବିଦ୍ୟାଳୟ ପରେ ଧାରଣାକୁ ଓହ୍ଲାଇଲେ ବିଜେବି ମହାବିଦ୍ୟାଳୟ ଛାତ୍ରଛାତ୍ରୀ। ପରୀକ୍ଷା ବାତିଲ କରାଯାଉ ନହେଲେ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ଛାତ୍ରଛାତ୍ରୀ। ବର୍ତ୍ତମାନ ସ୍ଥିତିରେ ସରକାର ନିଜେ ଏହି ଦୁଇ ମାସ ଗୁରୁତ୍ୱପୂର୍ଣ୍ଣ କହୁଥିବାବେଳେ ଜୁଲାଇ ଦ୍ୱିତୀୟ ସପ୍ତାହରେ କିଭଳି ପରୀକ୍ଷା କରିବେ ସେ ନେଇ ପ୍ରଶ୍ନ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅନୁବନ୍ଧିତ ସମସ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ ୭ ତାରିଖରୁ ପରୀକ୍ଷା ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇବା […]

  • Monday, 26 July 2021
ପୋଈଓସୋ
ବିଜେପିର ଭର୍ଚୁଆଲ ରାଲିରେ ଧର୍ମେନ୍ଦ୍ର କହିଲେ ହିସାବ ଦେଇଥିବାରୁ ମୋଦିଙ୍କୁ ଆଶୀର୍ବାଦ ମଳିଲା

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଭର୍ଚୁଆଲ ରାଲି ଅବସରରେ ଓଡ଼ିଶାବାସୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କରୋନା ମହାମାରୀ ପାଇଁ ଆଜି ବିଶ୍ୱ ବଦଳି ଯାଇଛି। ଏଭଳି ସ୍ଥିତିରେ ଭାରତକୁ ଆତ୍ମନିର୍ଭର କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିବଦ୍ଧ। ପ୍ରଧାନମନ୍ତ୍ରୀ କହିଥିଲେ, ମୁଁ ଆସିଲେ ବର୍ଷୱାରୀ ହିସାବ ଦେବି। ବର୍ଷୱାରୀ ହିସାବ ଦେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଆଶୀର୍ବାଦ ମିଳିଲା ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏଥିସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ଗତ […]

  • Monday, 26 July 2021
ARJNU SETHI DEAD
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ ହୋଇଛି। ୭୯ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ ଅଭିମନ୍ୟୁ ସେଠୀ। ଓଡ଼ିଶା ରାଜନୀତିରେ ଅର୍ଜୁନ ଜଣେ ଖୁବ୍ ଟାଣୁଆ ଓ ସଫଳ ନେତା ଭାବେ ପରିଚିତ। ଭଦ୍ରକରୁ ସେ ଲୋକସଭାକୁ ୮ ଥର ନିର୍ବାଚିତ ହୋଇଥିଲେ। ୯ ଥର ନିର୍ବାଚନ ଲଢ଼ି ୮ ଥର ଜିତିଥିଲେ। ଏଥିସହିତ ବିଜେଡି ସଂସଦୀୟ […]

  • Monday, 26 July 2021
asit-tripathy
ରାଜ୍ୟରେ କରୋନା ମୁକାବିଲା ପାଇଁ ଏମିତି ହେବ ପ୍ରସ୍ତୁତି

ଭୁବନେଶ୍ୱର: ରାଜ୍ୟରେ କରୋନା ମୁକାବିଲା ପାଇଁ ଗୋଷ୍ଠୀ ସଚେତନତାକୁ ଅସ୍ତ୍ର କର ଓଡ଼ିଶାର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ସୂଚନା ଓ ସଚେତନତା କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ଆଜି ଲୋକସେବା ଭବନରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ସଚେତନତା କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ ଶାସନ ସଚିବ। ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ , ମହିଳା […]

  • Monday, 26 July 2021
amit shah
ଓଡ଼ିଶା ହେବ ବିଜେପିର ଅଭେଦ୍ୟ ଗଡ଼

ଭୁବନେଶ୍ୱର: ଓଡ଼ିଶା ହେବ ବିଜେପିର ଅଭେଦ୍ୟ ଗଡ଼। ପୂରା ହେବ ଅଧୁରା କାମ। ରାଜ୍ୟରେ ପ୍ରତି ଘରେ ଘରେ ପହଞ୍ଚିବ ମୋଦି ସରକରାଙ୍କ ୬ ବର୍ଷର ସ୍ୱର୍ଣ୍ଣିମ ଶାସନର ସଫଳତାର ଗାଥା। ଆଜି ନୂଆଦିଲ୍ଲୀରେ ଭର୍ଚୁଆଲ୍ ଓଡ଼ିଶା ସମ୍ବାଦ ରାଲିକୁ ଉଦବୋଧନ କରି ବିଜେପି କର୍ମୀଙ୍କୁ ଏଭଳି ଆହ୍ୱାନ ଜଣାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ଏହି ଅବସରରେ ନରେନ୍ଦ୍ର ମୋଦିଙ୍କ ନେୃତ୍ୱାଧୀନ ଭାରତୀୟ ଜନତା ପାର୍ଟି ଶାସନରେ ବିଗତ ୬ ବର୍ଷର ଐତିହାସିକ ସଫଳତାର ଲମ୍ବା […]

  • Monday, 26 July 2021
hh
ବନ୍ଦେ ଉତ୍କଳ ଜନନୀ ଗାୟନ ଅବଧିରେ ପରିବର୍ତ୍ତନ; ଏତିକି ସମୟ ଭିତରେ ଗାଇବାକୁ ହେବ

ଭୁବନେଶ୍ୱର: ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀର ଗାୟନ ଅବଧି କମାଇଲେ ରାଜ୍ୟ ସରକାର। ଏହାର ସମୟ ଅବଧି ୨ ମିନିଟ ୧୧ ସେକେଣ୍ଡ ହେବ ବୋଲି OTV କୁ କହିଛନ୍ତି ସଂସ୍କୃତି ସଚିବ ମନୋରଂଜନ ପାଣିଗ୍ରାହୀ। ଗାନ ବେଳେ ସମସ୍ତେ ଦଣ୍ଡାୟମାନ ହେବାକୁ ଥିବାରୁ ଅବଧି ହ୍ରାସ କରାଯାଇଛି। ତେବେ ଗୀତର ସମସ୍ତ ୬ଟି ପଦ ପୂର୍ବବତ ରଖାଯାଇଛି। ସମସ୍ତ ୬ଟି ପଦ ଗାନ କରାଯିବ। ଧାଡ଼ି ପୁନରାବୃତ୍ତି ହେବନି ବୋଲି ସୂଚନା ଦେଇଛନ୍ତି ସଂସ୍କୃତି […]

  • Monday, 26 July 2021
cko
କୋଭିଡ୍ କିଟ୍ ମହାଘୋଟାଲା ଅଭିଯୋଗକୁ ନେଇ ଅକଳରେ ସରକାର

ଭୁବନେଶ୍ୱର: କୋଭିଡ୍ କିଟ୍ ମହାଘୋଟାଲା ଅଭିଯୋଗକୁ ନେଇ ଅକଳରେ ପଡ଼ିଛନ୍ତି ସରକାର। ସରଞ୍ଜାମ କିଣାରେ କେନ୍ଦ୍ର ଗାଇଡ୍ ଲାଇନ୍‌ର ଉଲ୍ଲଂଘନ ସହ ବ୍ୟାପକ ଦୁର୍ନୀତିର ଅଭିଯୋଗରେ ସିବିଆଇ କିମ୍ବା ଜୁଡିସିଆଲ୍ ଇନ୍‌କ୍ୱାରୀ ଦାବି ହୋଇଛି। ଏଥିପାଇଁ ହାଇକୋର୍ଟରେ ପୃଥକ ପୃଥକ ଦୁଇଟି ଜନସ୍ୱାର୍ଥ ମାମଲା ମଧ୍ୟ ଦାୟର ହୋଇଛି। ଏଥିସହ ରାଜନୀତି ବି ଘମାସାନ ହେବାରେ ଲାଗିଛି। କଂଗ୍ରେସ ଆଜି ସିଧା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନିଶାନା କରିଛି। ବିଜେପି ମଧ୍ୟ ନିର୍ଦ୍ଦିଷ୍ଟ ରାଜ୍ୟରୁ ସାମଗ୍ରୀ କିଣାଯିବାକୁ ପ୍ରଶ୍ନ […]

  • Monday, 26 July 2021
thunderst
ଘାତକ ହେଲା ବଜ୍ରାଘାତ; ଗଲା ୮ ଜୀବନ

ଭୁବନେଶ୍ୱର: ପୁଣି ଘାତକ ହେଲା ବଜ୍ରାଘାତ। ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୮ ଜଣଙ୍କ ଜୀବନ ଯାଇଛି। ଗଜପତି ମୋହନାରେ ଜଣେ, ନବରଙ୍ଗପୁର ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ ଯୁବକ, କେନ୍ଦ୍ରାପଡ଼ା ମହାକାଳପଡ଼ା, ଜଗତସିଂହପୁର ବାଲିକୁଦା ବ୍ଲକରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ସେହିଭଳି ଢେଙ୍କାନାଳରେ ୨ ଜଣ ମହିଳା ଓ କଟକ ଟାଙ୍ଗୀ ବ୍ଲକରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସେପଟେ ଆସନ୍ତା ୧୦ ବା […]

  • Monday, 26 July 2021
sj
'ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶ୍ରୁତି, ଏହା ନିଶ୍ଚିତ ହେବ'

ଭୁବନେଶ୍ୱର: ଆଜି ଓଡ଼ିଶା ଜନସମ୍ବାଦ ରାଲିରେ ରାଜ୍ୟର ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଭର୍ଚୁଆଲ ରାଲିରେ ସମ୍ବୋଧନ କରି ଓଡ଼ିଶାକୁ ବିକଶିତ ରାଜ୍ୟ କରିବା ଆମର ପ୍ରତିଶ୍ରୁତି, ଏହା ନିଶ୍ଚିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା କହନ୍ତି, ସେୟା କରନ୍ତି ବୋଲି ଶାହ କହିଛନ୍ତି। ମୋଦି ଆସିବା ବେଳକୁ ୬୦ କୋଟି ଲୋକଙ୍କ ବ୍ୟାଙ୍କ ଖାତା ନଥିଲା, ହେଲେ ଏବେ ୩୧ କୋଟି ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲା ଯାଇପାରିଛି […]

  • Monday, 26 July 2021
d
କୋଭିଡ୍‌ କିଟ୍‌ କିଣା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କରି ହାଇକୋର୍ଟରେ ମାମଲା

ରାଜ୍ୟରେ କୋଭିଡ ସାମଗ୍ରୀ କିଣାରେ ବ୍ୟାପକ ଅନିୟମିତତା ଘଟଣାର ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା ହୋଇଛି। ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବା ଲାଗି ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ନେସନାଲିଷ୍ଟ ଲୟର୍ସ ଫୋରମ ପକ୍ଷରୁ ଏହି ମାମଲା ଦାୟର କରାଯାଇଥିବାବେଳେ ଏଥିରେ କେନ୍ଦ୍ର, ରାଜ୍ୟ ସରକାର ଏବଂ ସିବିଆଇକୁ ପକ୍ଷଭୁକ୍ତ କରାଯାଇଛି। କରୋନା ମୁକାବିଲା ଲାଗି ବିଭିନ୍ନ ସଂସ୍ଥାଠାରୁ ପିପିଇ କିଟ୍, ମାସ୍କ କିଣିବା ଲାଗି ଟେଣ୍ଡର ହୋଇଥିଲା। ଅଧିକ ଦାମ୍ ଦେଇ ଏସବୁ […]

  • Monday, 26 July 2021
vande-utakal
୩ ମିନିଟ ଭିତରେ ଗାନ କରାଯିବ ବନ୍ଦେ ଉତ୍କଳ ଜନନୀ

ଭୁବନେଶ୍ୱର: ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଂଗୀତକୁ ୩ ମିନିଟ ଭିତରେ ଗାନ କରାଯିବ। ସ୍ୱର, ଲୟ ତାଳ କଣ ହେବ ଏନେଇ ଖୁବ ଶୀଘ୍ର ଜଣାଇ ଦିଆଯିବ ବୋଲି କହିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାଶ। ତେବେ ସଂଗୀତ ଗାନରେ ତ୍ରୁଟି ହେଲେ, କଣ ଦଣ୍ଡ ବିଧାନ ରହିବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ରଘୁନନ୍ଦନ କହିଛନ୍ତି। ଏପଟେ ବନ୍ଦେ ଉତ୍କଳ ଜନନୀ ପାଠ୍ୟକ୍ରମରେ ସାମିଲ ହେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି […]

  • Monday, 26 July 2021
doctor deepa sharma
ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ସୋସିଆଲ୍‌ ମିଡିଆରେ ଏମିତି ଫଟୋ ଶେଆର କରିଥିଲେ ମହିଳା ଡାକ୍ତର

ହିମାଚଳ ପ୍ରଦେଶ କିନୌରରେ ଗତକାଲି ଘଟିଥିବା ଭୂସ୍ଖଳନ ସହ ଯୋଡ଼ି ହୋଇଥିବା ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଖୁସି ମନାଇବାକୁ ଆସିଥିବା ଲୋକଙ୍କ ଅକାଳ ବିୟୋଗ ହୋଇଥିଲା।

kamala
ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୁଜାରୀ ଅସୁସ୍ଥ। ରକ୍ତଚାପ ବୃଦ୍ଧି ଯୋଗୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସେ ଭର୍ତ୍ତି ହୋଇଛନ୍ତି। ତେବେ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମେଡିକାଲ ସୂତ୍ରରୁ ସୂଚନା ମିଳିଛି। ଦୀର୍ଘ ଦିନ ହେଲା ତାଙ୍କର ବାର୍ଦ୍ଧକ୍ୟଜନିତ ରୋଗ ସହ ରକ୍ତଚାପ ସମସ୍ୟା ରହିଥିଲା। ପଦ୍ମଶ୍ରୀ କମଳା ପୂଜାରୀ ଜୈବିକ ପଦ୍ଧତିରେ ବିଭିନ୍ନ କିସମର ଧାନ ଉତ୍ପାଦନ କରି ଚର୍ଚ୍ଚାକୁ ଆସିଥିଲେ। କୃଷି କ୍ଷେତ୍ରରେ ଏହି ସଫଳତା ପାଇଁ ତାଙ୍କୁ ୨୦୧୯ରେ ରାଷ୍ଟ୍ରପତିଙ୍କ […]

  • Monday, 26 July 2021
op
ଲଘୁଚାପ ଅପ୍‌ଡେଟ୍: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ଅଧତ୍କାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଦେଖା ଦେଇଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେବଳ ବର୍ଷା ନୁହେଁ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏନେଇ ଆସନ୍ତା କାଲି ସକାଳ ୮ଟା ୩୦ ସୁଦ୍ଧା ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- କେନ୍ଦୁଝର, […]

  • Monday, 26 July 2021
dad
ଛେଳି ଚୋର କହି ପିଟି ପିଟି ମାରିଦେଲେ

ବାରିପଦା: ମଣିଷ ଦିନକୁ ଦିନ ଏତେ ନୃଶଂସ ହୋଇଯାଉଛି ଯେ ମାନବିକତା, ଦୟାର ଅର୍ଥ ବୁଝୁ ନାହିଁ। ସାମାନ୍ୟା କଥାକୁ ନେଇ ଜଣେ ଅନ୍ୟ ଜଣକୁ ଜୀବନରୁ ମାରିଦେଉଛି। ବାରିପଦାରୁ ଏଭଳି ଏକ ଘଟଣା ସାମ୍ନା ଆସିଛି। ଛେଳି ଚୋର ସନ୍ଦେହରେ ଜଣକୁ ପିଟି ପିଟି ମାରିଦେଇଛନ୍ତି ଲୋକେ। ବାରିପଦା ଟାଉନ୍ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତ ବ୍ୟକ୍ତି ପାଲବଣୀ ଗାଁର ରବୀ କାଳନ୍ଦୀ। ଅଭିଯୋଗ ଅନୁସାରେ, ପାଲବଣୀ ଗାଁରୁ ଗତ ୨୫ […]

  • Monday, 26 July 2021
team
ଓଡ଼ିଶାରେ ବାତ୍ୟା ଅମ୍ପନ୍ କ୍ଷୟକ୍ଷତିର ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ଅମ୍ପନ୍ କ୍ଷୟକ୍ଷତିର ଅନୁଧ୍ୟାନ କଲା କେନ୍ଦ୍ରୀୟ ଟିମ୍। ଗୃହ ମନ୍ତ୍ରାଳୟ ଯୁଗ୍ମ ସଚିବ ଶ୍ରୀପ୍ରକାଶଙ୍କ ନେତୃତ୍ୱରେ ଆସିଥିବା ଟିମ୍ ଦୁଇ ଭାଗରେ ବିଭକ୍ତ ହୋଇ ଆଜି ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାକୁ ଯାଇଥିବା କେନ୍ଦ୍ରୀୟ ଟିମର ୩ ଜଣିଆ ସଦସ୍ୟ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ ପରେ ରାଜନଗର ବ୍ଲକର ପେଣ୍ଠକଟା ସହ ଅନ୍ୟ କିଛି ଅଞ୍ଚଳ ପରିଦର୍ଶନ କରିଥିଲେ। ସେପଟେ ବାଲେଶ୍ୱର ଗସ୍ତରେ […]

  • Monday, 26 July 2021
df
ଆଳୁ-ପିଆଜ ଦର ନିୟନ୍ତ୍ରଣ ମୁକ୍ତ ହେବାକୁ ରାଜ୍ୟର ବିରୋଧ

ଭୁବନେଶ୍ୱର: ଓ୍ୱାନ୍‌ ନେସନ୍‌ ଓ୍ୱାନ୍‌ ମାର୍କେଟ। ଏହି ନାରାରେ ଚାଷୀଙ୍କୁ ଫାଇଦା ଦେବାକୁ  ଆଳୁ ପିଆଜ, ଡାଲି ଓ ତେଲକୁ ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ ଦେଇଛନ୍ତି କେନ୍ଦ୍ର ସରକାର। ଅର୍ଥାତ ଏହା ଦର ଦାମ ଉପରେ ଆଉ ସରକାରଙ୍କ ନିୟନ୍ତ୍ରଣ ରହିବ ନାହିଁ। ଚାଷୀ ନିଜ ଉତ୍ପାଦନକୁ ଅଧିକ ଦରରେ ବିକିବାର ସୁଯୋଗ ପାଇବ ବୋଲି ଏଭିଳ ନିଷ୍ପତ୍ତି ନେଇଛନ୍ତି ସରକାର। ଏଥିପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ବି ସଂଶୋଧନ କରିଛନ୍ତି କେନ୍ଦ୍ର ସରକାର। ତେବେ […]

  • Monday, 26 July 2021