ମନ୍ଦିରରେ ବି ଥୁ ଥୁ କରୁଥିଲେ । କିନ୍ତୁ ଆସନ୍ତାବର୍ଷରୁ ଆଉ କରି ପାରିବେନି । ବ୍ୟାନ ହୋଇଗଲା ପାନ ଓ ଗୁଟଖା ।
ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।
ପୁଅଟିଏ ଜନ୍ମ ହେବା ପରେ ପରିବାରରେ ଖେଳି ଯାଇଥିଲା ଖୁସିର ଲହରୀ..ଏବେ ଛାଇ ଯାଇଛି ଦୁଃଖର କଳା ବାଦଲ..
କୃଷକ ଡି.ଶ୍ରୀନିବାସ 50 ଏକର ଜମିରେ ବିନା ରାସାୟନିକ ସାରରେ ଅମଳ କରୁଛନ୍ତି ଭଳିକି ଭଳି ଉତ୍କୃଷ୍ଟ ପନିପରିବା.. ଯାହା ସ୍ୱାଦଯୁକ୍ତ ହୋଇଥିବାବେଳେ ଏହାର ଅଧିକ ଚାହିଦା ବି ରହୁଛି.. ଯାହା ଫଳରେ ବାର୍ଷିକ 4 ଲକ୍ଷରୁ ଉର୍ଦ୍ଧ ଟଙ୍କା ରୋଜଗାର କରୁଛନ୍ତି ଶ୍ରୀନିବାସ..
ଦୀପାବଳି ରାତି ଗୋଟାଏରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଅଞ୍ଚଳରେ PM10 ମାତ୍ରା ୯୯୯ ଛୁଇଁଥିବା ବେଳେ ପଟିଆରେ ୬୭୬ ଓ କଟକରେ ୮୮୨ ରହିଥିଲା। ଏମିତିକି ଆଜି ବି ରାଜ୍ୟର ଅନେକ ସହରରେ ବାୟୁ ପ୍ରଦୂଷଣ ମାତ୍ରା ଅତି ଖରାପ ବା ଖରାପ ସ୍ତରରେ ରହିଛି।
ଫୁଟିଲା ବେପରୁଆ ବାଣ। ଚରମ ସୀମାରେ ବାୟୁ ପ୍ରଦୂଷଣ। ଖାଲି ଦିଲ୍ଲୀ ନୁହେଁ, ଓଡ଼ିଶାବାସୀ ବି ଅଣନିଶ୍ୱାସୀ।
କାର୍ତ୍ତିକ ସୋମବାରରେ ଶ୍ରୀଜିଉଙ୍କୁ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ । ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଧାଡ଼ିରେ ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ।
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା । ପୁରୀ କୃଷ୍ଣପ୍ରସାଦ ବାଲିପାଟପୁର ଗାଁରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ପୋଡିଗଲା ୬ ବଖରା ଘର ।
ଅଜା ବାହାବେ... ଅନ୍ଧାରେ ଅନ୍ଧାରେ ଆବେ, ଉଜଲେ ଉଜଲେ ଜାବେ... ମହାପ୍ରସାଦ ଖାବେ ।
ବର୍ତ୍ତମାନ ନୂଆ ନୋଷ୍ଟ୍ରାଡମସ୍ ନାମକ ଜଣେ ଭବିଷ୍ୟବକ୍ତା ୨୦୨୪ ବର୍ଷ ବିଷୟରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ କରିଛନ୍ତି। ୨୦୨୪ ମସିହାରେ ତୃତୀୟ ବିଶ୍ୱଯୁଦ୍ଧ ହେବ ବୋଲି ସେ କହିଛନ୍ତି। ଏକ ବିମାନ ଦୁର୍ଘଟଣା ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ କରିବ ବୋଲି ସେ କହିଛନ୍ତି। ତାଙ୍କର ଅନେକ ଭବିଷ୍ୟବାଣୀ ସତ ହୋଇଛି।
ଚର୍ଚ୍ଚା ହେଉଛି ରାଜ୍ୟ ସରକାର ପୁରୀ ବଡଦାଣ୍ଡରେ ଥିବା ସବୁ କୋଠାର ରଙ୍ଗ ବଦଳେଇ ଫିକା ଗୋଲାପୀ କରିବାକୁ ଯାଉଛନ୍ତି ।
ପଞ୍ଚାୟତ ଗୋଦାମକୁ ଆସିଥିଲା ୩ ମାସର ଚାଉଳ । ୨ ମାସର ଦେଲେ ମାସକର ଲୁଟି ନେଲେ...
ଆସିଛି ଆଲୋକର ପର୍ବ ଦୀପାବଳି। ସେଥିପାଇଁ ତ କିଏ ଘରକୁ ଫେରୁଥିଲେ ଖୁସି ମନରେ, ତ ଆଉ କିଏ ବେପାର ଆଶାରେ କୋଲକାତାରୁ ଫେରୁଥିଲେ ପସରା ଧରି। ରାତି ପାହିଥିଲେ ଯିଏ ଯାହା ବାଟରେ ପହଞ୍ଚିଯାଇଥାନ୍ତେ। କିନ୍ତୁ ଦୁର୍ଭାଗ୍ୟ, ସର୍ବଗିଳା ନିଆଁ କେଉଁଠି ଲୁଚିଥିଲା କେଜାଣି, ହଠାତ୍ ବ୍ୟାପିଯାଇଥିଲା ବସରେ। ଯେଉଁଥିରେ କେନ୍ଦ୍ରାପଡ଼ାର ଜଣେ ମହିଳା ଯାତ୍ରୀଙ୍କ ପ୍ରାଣହାନୀ ହୋଇଥିବାବେଳେ ମରଣମୁହଁରୁ ଫେରିଆସିଥିଲେ ବସର ଅନ୍ୟ ସମସ୍ତ ଯାତ୍ରୀ..
କିଏ ବା ଜାଣିଥିଲା ଦଇବର ବିଚିତ୍ର ଲୀଳାକୁ । କିଏ ବା ଭାବିଥିଲା ଆଲୋକର ପର୍ବ ଦୀପାବଳି ପାଇଁ ଖୁସିରେ ଘରକୁ ଫେରୁଥିବା ମଣିଷଙ୍କ ସହ ଘଟିଯିବ ଏଭଳି ଅଘଟଣ ।
ଏବେ ବଜାରରେ ଫ୍ୟାନ୍ସି ଦୀପର ଚାହିଦା ବଢ଼ିବା ପରେ ମାଟି ଦୀପ ବ୍ୟବସାୟ ଠପ୍ ହୋଇଯାଇଛି । ଫଳରେ ଜୀବନ ଜୀବିକା ନେଇ ଚିନ୍ତାରେ ପଡିଛନ୍ତି କୁମ୍ଭକାର ।
ରାଣୀହାଟ କେନାଲ ରୋଡରେ ଥିବା ଇଭି ସୋରୁମ୍ରେ ଅଗ୍ନିକାଣ୍ଡ ଘଟିଛି ।
ସମସ୍ତେ ଗ୍ରୀନ କ୍ରାକର ଫୁଟାଇବା ପାଇଁ ରାଜଧାନୀବାସୀଙ୍କୁ ଅପିଲ କରିଛନ୍ତି କମିଶନର ।
ବାୟୁ ପ୍ରଦୂଷଣକୁ ମୁକାବିଲା କରିବା ପାଇଁ ବିଶ୍ୱର ଅଧିକାଶଂ ସହର ସ୍ଥାୟୀ ସମାଧାନ ସ୍ୱରୂପ ପବ୍ଲିକ ଟ୍ରାନ୍ସପୋର୍ଟ ଉପରେ ଅଧିକ ଗୁରୁତ୍ୱାରୋପ କରୁଛନ୍ତି ।
ମାଆକୁ ସମ୍ମାନ ନାରାର ଉଡ଼ିଲା ଧଜ୍ଜିଆ । ଭାରରେ ବୁହା ହେଲେ ଗର୍ଭବତୀ ।
ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ କଲା କଂଗ୍ରେସ । ଅଭିଯୋଗ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ।
ମଙ୍ଗଳ ଆଳତି ସମୟରେ ଠେଲାପେଲା ହେବା ଦ୍ୱାରା ପ୍ରାୟ ୨୦ ଜଣରୁ ଊର୍ଦ୍ଧ୍ୱ ଭକ୍ତ ଆହତ ହୋଇଥିବା ସୂଚନା ମିଳିଛି ।
ଆଲୋକର ପର୍ବ ଦୀପାବଳି ପାଇଁ ବିଏମସିର ପ୍ରସ୍ତୁତି ବୈଠକ l ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ହିସାବରେ ପାଳନ ହେବ ଦୀପାବଳି ।
ସକାଳର ସୁନେଲି ସୂର୍ଯ୍ୟ କିରଣରେ ଅଳସ ଭାଙ୍ଗୁଛି ଅଳସୀ । ପହିଲି ଶୀତର ଶୀତଳ ପବନରେ ଯେମିତି ଥରି ଉଠୁଛି । ଥିରୀ ଥିରୀ ଦୋଳି ଖେଳୁଛି, ଲୋକଙ୍କୁ ନିଜର ସୌନ୍ଦର୍ଯ୍ୟରେ ବାନ୍ଧି ରଖୁଛି ।
ଧରାରେ ଅଳସୀ ଫୁଲର କ୍ଷେତ । ଉପରେ ନିର୍ମଳ ଆକାଶ । ଧୀର ପବନରେ ଦୋହଲି ଦୋହଲି ଯେମିତି ଖୁସି ବାଣ୍ଟିଦିଏ ସମଗ୍ର ପରିବେଶକୁ । କୋରାପୁଟର ଏହି ଅଳସୀ କ୍ଷେତ ଏବେ ପର୍ଯ୍ୟଟକଙ୍କୁ ଟାଣି ଆଣୁଛି ।