• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

water
ଟଙ୍କାକରେ ଚାଉଳ, ହେଲେ ପାଣି ୬୦ ! ୪ ବର୍ଷ ହେଲାଣି ଏମିତି ପାଣି କିଣି ଚଳୁଛନ୍ତି ୩୦ରୁ ଅଧିକ ଗାଁ

ଟଙ୍କାକରେ ଚାଉଳ ମିଳୁଛି। ହେଲେ ପାଣି ୬୦ ଟଙ୍କା। ସପ୍ତାହକର ପାଣି ବ୍ୟବହାର ପାଇଁ ଦେବାକୁ ପଡ଼ୁଛି ୫୦ରୁ ୬୦ ଟଙ୍କା। ଏଭଳି ଦୟନୀୟ ସ୍ଥିତି ଉପୁଜୁଛି ଖୋର୍ଦ୍ଧା ଜିଲ୍ଲା ଉପକଣ୍ଠ ଟଙ୍ଗି ବ୍ଲକର ତିନୋଟି ପଞ୍ଚାୟତରେ। ଏଠାରେ ଲୋକଙ୍କୁ ଟଙ୍କାକରେ ଚାଉଳ କିଲେ ଖୁବ୍ ସହଜରେ ମିଳିଯାଉଛି। ହେଲେ ପିଇବା ପାଣି ଓ ରୋଷେଇ ପାଇଁ ଅନେକ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ୁଛି। ଏହି ପଞ୍ଚାୟତ ଗୁଡ଼ିକରେ କୂଳ, ନଳକୂପ ପୋଖରୀ ‍ଆଦି ରହିଛି ସତ […]

  • Thursday, 22 July 2021
Pradeep Maharathy
ଝିଅ, ଜ୍ୱାଇଁଙ୍କ ପରେ ମୁହଁ ଖୋଲିଲେ ପ୍ରଦୀପ ମହାରଥୀଙ୍କ ପତ୍ନୀ

ପିପିଲି: ଦିବଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ପିପିଲି ଉପ-ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ କରିଛି। ପୁଅ ରୁଦ୍ରଙ୍କୁ ବିଜେଡି ଟିକେଟ୍ ମିଳିବା ପରେ ବି ମହାରଥୀ ପରିବାରରେ ଆସିପାରୁନି କି ସହମତି ? ଟିକେଟ୍ ନପାଇ ମନ ଊଣା କରିଛନ୍ତି କି ମା’ ପ୍ରତିଭା ମହାରଥୀ ? ପୁଅକୁ ଯୋଦ୍ଧା କରାଯିବାରୁ ଦଳ ଉପରେ ମାନ କରିଛନ୍ତି କି ମା ? ଏଭଳି ଅନେକ କଥାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। […]

cabinet meeting
ଓଡ଼ିଶାରେ ପ୍ରତିଷ୍ଠା ହେବ ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ରାଜ୍ୟରେ ପୌରପାଳିକାରେ ବସବାସ କରୁଥିବା ବସ୍ତି ବାସିନ୍ଦାଙ୍କୁ ସର୍ବାଧିକ ୪୫ ବର୍ଗ ମିଟର ଏବଂ ଏନ୍‌ଏସିରେ ବସବାସ କରୁଥିବା ବସ୍ତି ବାସିନ୍ଦାଙ୍କୁ ସର୍ବାଧିକ ୬୦ ବର୍ଗ ମିଟର ପରିମିତ ଜମି ଅଧିକାର ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଓଡିଶା ବସ୍ତି ବାସିନ୍ଦାଙ୍କ ପାଇଁ ଜମି ଅଧିକାର ଅଧିନିୟମରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ରାଜ୍ୟରେ ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା […]

  • Thursday, 22 July 2021
congress
ରାଜ୍ୟ ଯୁବ କଂଗ୍ରେସ ସଭାପତିଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଲେ ପୂର୍ବତନ କଂଗ୍ରେସ ନେତା

ଭୁବନେଶ୍ୱର: ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ବିରୋଧରେ ସାଘାଂତିକ ଅଭିଯୋଗ ଆଣିଛନ୍ତି ପୂର୍ବତନ କଂଗ୍ରେସ ନେତା ନିହାର ବେହେରା। ସ୍ମୃତି ରଞ୍ଜନ ଲେଙ୍କା ଜଣେ ମହିଳା କର୍ମୀଙ୍କୁ ଯୌନ ନିର୍ଯାତନା ଦେଇଥିବା ନିହାର ବେହେରା ଅଭିଯୋଗ କରିଛନ୍ତି। ପଦ, ପଦବୀରେ ରଖି ଦେବାକୁ କହି ସ୍ମୃତି ରଞ୍ଜନ ମହିଳା କର୍ମୀଙ୍କୁ ଶୋଷଣ କରିଥିବା ନିହାର ଅଭିଯୋଗ ଆଣିଛନ୍ତି। ଏନେଇ କିଛି ହ୍ୱାଟ୍ସଆପ୍‌ ଚାଟ୍ ଓ ଅଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିବା ନିହାର […]

  • Thursday, 22 July 2021
Biju Yuva Vahini
ବନ୍ଦ ହେଲା ବିଜୁ ଯୁବ ବାହିନୀ !

ଭୁବନେଶ୍ୱର: ରାଜ୍ୟରେ ବନ୍ଦ ହେଲା ବିଜୁ ଯୁବ ବାହିନୀ ! ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ବଜେଟ୍‌ରେ  ବିଜୁ ଯୁବ ବାହିନୀ ପାଇଁ ଅର୍ଥ ବ୍ୟବସ୍ଥା ନାହିଁ। ତେଣୁ ବିଜୁ ଯୁବ ବାହିନୀ ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ ଓ ରାଜ୍ୟର କୌଣସି ଅଞ୍ଚଳରେ ଲୋକଙ୍କ ସ୍ୱାର୍ଥ ପାଇଁ କୌଣସି କାର୍ଯ୍ୟକ୍ରମ ବିଜୁ ଯୁବ ବାହିନୀ ଦ୍ୱାରା ବର୍ତ୍ତମାନ କରାଯାଉ ନାହିଁ ବୋଲି ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଧାନସଭାରେ କହିଛନ୍ତି। ଚଳିତ ଆର୍ଥିକ ବର୍ଷରେ ବିଜୁ ଯୁବ ବାହିନୀ […]

  • Thursday, 22 July 2021
odisha
ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ାରେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ପାଇଁ ୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ତେବେ ଦୀର୍ଘ ୨୦ ବର୍ଷ ପରେ ଆଜି ଏହାର ଲୋକାର୍ପଣ ହୋଇଛି। ସେତେବେଳେ ଏହାର ବ୍ୟୟ ଅଟକଳ ୨୧୧ କୋଟି ଥିବା ବେଳେ ଏବେ ଏହା ୧୯୨୫ କୋଟି ୬୩ ଲକ୍ଷରେ ପହଞ୍ଚିଛି। ଏହି ପ୍ରକଳ୍ପ ଦ୍ୱାରା ନୂଆପଡ଼ା ଜିଲ୍ଲାର ୮୯ଟି ଗାଁ ଏବଂ […]

  • Thursday, 22 July 2021
highcourt
ଗୋଟିଏ ପରେ ଗୋଟିଏ ମୋଡ଼ ନେଉଛି ନୟାଗଡ଼ ନାବାଳିକା ହତ୍ୟା ମାମଲା, ସାମ୍ନାକୁ ଆସିଲା ନୂଆ ତଥ୍ୟ

ଭୁବନେଶ୍ୱର: ବହୁଚର୍ଚ୍ଚିତ ନୟାଗଡ଼ ଯଦୁପୁର ନାବାଳିକା ହତ୍ୟା ମାମଲା ଗୋଟିଏ ପରେ ଗୋଟିଏ ମୋଡ଼ ନେଉଛି। ହାଇକୋର୍ଟଙ୍କ ଜଣେ ସିଟିଂ ଜଜ୍‌ଙ୍କ ତତ୍ତ୍ୱାବଧାନରେ ଏସ୍ଆଇଟି ତଦନ୍ତ ପ୍ରସଙ୍ଗରେ ପୁଣି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ୍ ବଳରେ ସାମ୍ନାକୁ ଆସିଥିବା ଏହି ତଥ୍ୟଟି ହେଉଛି, କୋର୍ଟ ମନିଟର ଏସ୍‌ଆଇଟି ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ନିବେଦନକୁ ଡିସେମ୍ବର ୧ ତାରିଖରୁ ଅଗ୍ରାହ୍ୟ କରି ରାଜ୍ୟ ସରକାରଙ୍କୁ ଜଣାଇ ସାରିଛନ୍ତି ହାଇକୋର୍ଟ। ସୂଚନା ଅଧିକାର […]

  • Thursday, 22 July 2021
collage (1)
ପର୍ଯ୍ୟଟକଙ୍କ ମନମେ।ହୁଛି ମାଛକାନ୍ଦଣା ଜଳପ୍ରପାତ

ଉଦଳା : (ରିପେ।ର୍ଟ – ମାନସ ପାଣି) ବ୍ୟସ୍ତବହୁଳ ଜୀବନ ଭିତରୁ କିଛି ସମୟ ବାହାର କରି  କିଛି ସମୟ ପ୍ରାକୃତିକ ସୌନ୍ଦର୍ଯ୍ୟରେ ହଜିଯିବାକୁ କାହାକୁ ବା ଭଲନଲାଗେ । ପର୍ଯ୍ୟଟନ ଋତୁରେ ଫୁଲେଇ ଝରଣାର କୁଳୁକୁଳୁ ନାଦ ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରେ l ଭଳିଭଳିକା ପକ୍ଷୀଙ୍କ ମନମତାଣିଆ ଶଦ୍ଦ ପର୍ଯ୍ୟଟକଙ୍କ ମନକୁ ଆହୁରି ଆନମନା କରେ ।  ବଡ଼ଦିନ ଠାରୁ ଆରମ୍ଭ କରି ନୂଆ ବର୍ଷ ଆସିଲେ ପର୍ଯ୍ୟଟନ ସ୍ଥଳୀ ବୁଲାବୁଲି  ଓ ବଣଭୋଜି […]

  • Thursday, 22 July 2021
77
ଅନନ୍ୟ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ! ଦେଖଣାହାରୀଙ୍କୁ ବିମେ।ହିତ କରୁଛି ଏହାର ପ୍ରାକୃତିକ ଶେ।ଭାରାଜି

କରଞ୍ଜିଆ :  (ରିପୋର୍ଟ- ଦୀପକ କୁମାର ମହାନ୍ତ ) ପଥର ଫାଙ୍କରୁ ଘନଘର୍ଘର ନାଦରେ ଝରିଆସୁଛି ସ୍ୱଚ୍ଛ ଜଳ । ଓଡିଶା ମାନଚିତ୍ରରେ  ମୟୁରଭଞ୍ଜ ଜିଲ୍ଲାର ଭୀମକୁଣ୍ଡ ଏକ ଅନନ୍ୟ ପର୍ଯ୍ୟଟନ କ୍ଷେତ୍ର । ପର୍ଯ୍ୟଟକ ମାନଙ୍କୁ ବାନ୍ଧି ରଖିବା ପାଇଁ ଏହି ସ୍ଥାନଟି ବେଶ ସକ୍ଷମ । ସବୁଜ ବନାନୀରେ ପରିବେଷ୍ଟିତ ଏହି ପର୍ଯ୍ୟଟନସ୍ଥଳୀରେ କରେ।ନା ସତ୍ୱେ  ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବର୍ଷାଋତୁ ବ୍ୟତୀତ ବର୍ଷର ଅନ୍ୟାନ୍ୟ ସମୟରେ ଅନେକ ଛାତ୍ରଛାତ୍ରୀ ଓ ପର୍ଯ୍ୟଟକ […]

anubhaba
ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ରୁଜୁ ହେଲା ମାମଲା

ଭୁବନେଶ୍ୱର:ଶେଷରେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମାମଲା ରୁଜୁ କରିଛି ପୁରୀ ଘାଟ ଥାନା ପୋଲିସ।  ଅନୁଭବଙ୍କ ପତ୍ନୀ ବର୍ଷାଙ୍କ ଏତଲା ଭିତ୍ତିରେ ୪୯୮-ଏରେ ଏହି ମାମଲା ରୁଜୁ କରାଯାଇଛି। ଏଥିସହିତ  ଅନୁଭବଙ୍କ ୨ ସହଯୋଗୀଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି। ଘରୋଇ ହିଂସା ଓ ନିର୍ଯାତନା ନେଇ ବର୍ଷା ଅନୁଭବଙ୍କ ବିରୋଧରେ ଏତଲା କରିଥିଲେ। ସୂଚନାଥାଉ କି, ପାରିବାରିକ ବିବାଦକୁ ନେଇ ସାଂସଦ ଅନୁଭବଙ୍କ ପତ୍ନୀ  ବର୍ଷା ପ୍ରିୟଦର୍ଶୀନି ପୁରୀଘାଟ ଥାନାରେ  ଅନୁଭବ […]

222222
ପରୀ ହତ୍ୟା ମାମଲା: ଦୁଷ୍କର୍ମ ପରେ ହତ୍ୟା କରାଯାଇଛି !

ନୟାଗଡ଼: ନୟାଗଡ଼ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ SIT ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଛି   ରିପୋର୍ଟ। ବନ୍ଦ ଲଫାଫାରେ ଏହି ରିପୋର୍ଟ ଦିଆଯାଇଥିଲେ ହେଁ ଏଥିରେ ଚାଞ୍ଚଲ୍ୟକର ତଥ୍ୟ ଥିବା ସୂଚନା ମିଳିଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,  ପରୀକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ରିପୋର୍ଟରେ ଉଲ୍ଲେଖ ରହିଛି।  ହତ୍ୟାର ମୂଳ କାରଣ ଦୁଷ୍କର୍ମ ବୋଲି ରିପୋର୍ଟରେ ଉଲ୍ଲେଖ ଥିବା ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି । […]

  • Thursday, 22 July 2021
M0LMqp2e
ସ୍କୁଲ ଫି’ ଛାଡ଼ ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମିଳିଲା ପରେ ବିଭାଗ ନିଷ୍ପତ୍ତି ନେବ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସ୍କୁଲ ଫି ଛାଡ଼ ପ୍ରସଙ୍ଗରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଏଯାଏଁ ବିଭାଗ ନିକଟକୁ ପହଞ୍ଚି ନାହିଁ।  ଗଣମାଧ୍ୟମରୁ ହିଁ ସମସ୍ତ କଥା ଜାଣିବା ପାଇଁ ମିଳିଛି । ତେଣୁ ଆଗାମୀ ସମୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମିଳିଲା ପରେ ହିଁ ଗଣିଶିକ୍ଷା ବିଭାଗ ନିଷ୍ପତ୍ତି ନେବ । ସୂଚନା ଅନୁସାରେ ରାଜ୍ୟ ସରକାରଙ୍କ ଅଧୀନରେ ଘରୋଇ ସ୍କୁଲ୍ ଫି ପ୍ରସଙ୍ଗ ଥିବାରୁ ସରକାର ଚାହିଁଲେ ଘରୋଇ […]

  • Thursday, 22 July 2021
 Successful Farmer
ଲକଡାଉନ୍ ସମୟର ସଦୁପଯୋଗ : ଭଳିକି ଭଳି ଫଳ ଓ ପନିପରିବାରେ ହସୁଛି ରାଜେନ୍ଦ୍ରଙ୍କ ବଗିଚା

ରାଜେନ୍ଦ୍ରଙ୍କ ପରିବା ଉଦ୍ୟାନ ଭରିଯାଇଛି, ଜହ୍ନି, କଲରା, ଭେଣ୍ଡି, ଝୁଡଙ୍ଗ, ଶିମ୍ବ, ବିନ୍ସ, କାକୁଡି । ପୁଞ୍ଜାପୁଞ୍ଜା ଝୁଡଙ୍ଗ,କଲରା, ଭେଣ୍ଡି ଗଛରେ ଶୋଭା ପାଉଥିବା ବେଳେ ଛୋଟିଆ ଛୋଟିଆ କଲମୀ ଗଛରେ ପିଜୁଳି, ସପେତା,କାଗିଜି ଝୁଲୁଛି ।

mao
ମାଓବାଦୀଙ୍କ ଯୋଜନାକୁ ପଣ୍ଡ କଲେ ସୁରକ୍ଷାକର୍ମୀ

କୋରାପୁଟ: ମାଓବାଦୀଙ୍କ ବଡ଼ଧରଣର ବିସ୍ଫୋରଣ ଯୋଜନାକୁ ସୁରକ୍ଷାକର୍ମୀ ପଣ୍ଡ କରିଛନ୍ତି। ସେମାନେ କୋରାପୁଟ-ମାଲକାନଗିରି ସୀମା ଜଙ୍ଗଲରେ ଲୁଚାଇ ରିଖିଥିବା ବିପୁଳ ବିସ୍ଫୋରକ ଜବତ ହୋଇଛି। ମାଓବାଦୀଙ୍କ ଦ୍ୱାରା ମାଟି ତଳେ ଡ୍ରମ ଭିତରେ ଏତେ ସଂଖ୍ୟାରେ ବିସ୍ଫୋରକ ପୋତା ଯାଇଥିଲା। ଏହା ଭିତରେ ୫୦୦ ଜିଲେଟିନ୍, ମାଓ ପୁସ୍ତିକା, ଇଲେକ୍ଟ୍ରିକ୍ ତାର ଇତ୍ୟାଦି ରହିଛି। ଏଥିସହିତ ମାଓ ନେତାଙ୍କ ଫଟୋ, କ୍ୟାମେରା ଫ୍ଲାସ ମଧ୍ୟ ଜବତ ହୋଇଛି। ଆନ୍ଧ୍ର-ଓଡ଼ିଶା ବର୍ଡର ଜୋନାଲ କମିଟିର ମାଓବାଦୀ ମାନଙ୍କ ଦ୍ୱାରା […]

  • Thursday, 22 July 2021
hindi-teacher
ଗିରଫ ହେଲେ କୋଟିପତି ହିନ୍ଦୀ ଶିକ୍ଷକ

ବ୍ରହ୍ମପୁର: ଗିରଫ ହେଲେ ଗଞ୍ଜାମ ରଙ୍ଗେଇଲୁଣ୍ଡା ଝାଡ଼ାଙ୍କୁଲି ଗାଁ ଯଶୋଧା ହାଇସ୍କୁଲର କୋଟିପତି ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗତକାଲି ଏକାକାଳୀନ ୧୦ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ।  ଶିକ୍ଷକଙ୍କ ଆୟର ଉତ୍ସ ସମ୍ପର୍କରେ ଭିଜିଲାନ୍ସ ପଚରାଉଚରା କରିଥିଲା। ଭୁବନାନନ୍ଦ କିଛି ଅର୍ଥ ବ୍ୟାଙ୍କରୁ ଋଣ କରିଥିବା ଦର୍ଶାଇଥିଲେ ମଧ୍ୟ ତାହା ଯଥେଷ୍ଟ ନଥିବା ଜଣାପଡିଛି। ଭୁବନାନନ୍ଦଙ୍କର ମୋଟ ୪ କୋଟି ୯୩ […]

  • Thursday, 22 July 2021
pic-muhana
ଗୁହାରି ଶୁଣିଲାନି ପ୍ରଶାସନ, ମୁହାଣ ଖୋଳିଲେ ଗାଁ ଲୋକ

ବ୍ରହ୍ମପୁର: ପ୍ରଶାସନ ପାଖରେ ଗୁହାରି କଲେ ହେଲେ ସମାଧାନ ହୋଇପାରିଲାନି ସମସ୍ୟା।  ମୁହାଣ ପୋତି ହୋଇ ଯାଉଥିବାରୁ ଏନେଇ ଆଗେଇ ଆସିଲେ ଗାଁ ଲୋକେ। ନିଜସ୍ୱ ଉଦ୍ୟମରେ ଏମାନେ ମୁହାଣ ଖୋଳିଛନ୍ତି। ଏପରି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ପୋତାଗଡ଼ରେ। ଏଠାରେ ଋ଼ଷିକୁଲ୍ୟା ନଦୀ ସମୁଦ୍ରରେ ଯାଇ ମିଶିଛି।  ମୁହାଣରେ ଦୀର୍ଘ ବର୍ଷ ଧରି ବାଲି ଭର୍ତ୍ତି ହେବା ଫଳରେ ପୋତି ହୋଇ ରହିଥିଲା। ଫଳରେ ଲଗାଣ ବର୍ଷା ହେଲେ ଗାଁରେ ନଦୀ ପାଣି ପସିବା […]

  • Thursday, 22 July 2021
odisha
ଓଟିଭି ଉପରେ ପ୍ରଶାସନର ଆକ୍ରୋଶ: ବିନା ନୋଟିସ୍‌ରେ ଭଙ୍ଗାଗଲା ସାରୁଅ ମହିଳା ସମିତି ପାଚେରି

ଭୁବନେଶ୍ୱର: ପୁଣି ଓଟିଭି ଉପରେ ପ୍ରଶାସନର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ। ବିନା ନୋଟିସ୍‌ରେ ସାରୁଅରେ ଥିବା ମହିଳା ସମିତିର ପାଚେରିକୁ ତରବରିଆ ଭାବେ ଭାଙ୍ଗୁଛି ପ୍ରଶାସନ। ତେବେ ଏନେଇ ବେଗୁନିଆ ତହସିଲଦାରଙ୍କ କହିବା କଥା, ପ୍ରକୃତିକ ଜଳ ସ୍ରୋତ ପାଇଁ ରାସ୍ତା ନ ଥିବାରୁ ଉଚ୍ଛେଦ କରାଯାଉଛି। ତେବେ କାହା ଜମିରେ ଏହି ପାଚେରି ହୋଇଛି, ସେ ନେଇ ପରେ ଜଣାପଡ଼ିବ ବୋଲି ତହସିଲଦାର କହିଛନ୍ତି। ବେଆଇନ୍‌ ଭାବେ ରାସ୍ତା ଅବରୋଧ ହୋଇଥିବାରୁ ଉଚ୍ଛେଦ କରାଯାଉଛି ବୋଲି ସେ […]

  • Thursday, 22 July 2021
odisha
ସରକାରଙ୍କ ଲକ୍‌ଡାଉନ୍‌ କଟକଣାକୁ ଫୁ; ଭୁବନେଶ୍ୱରରେ ଅଫ୍‌ଲାଇନ୍‌ରେ ଖୁଲମଖୁଲା ମଦ ବିକ୍ରି

ଭୁବନେଶ୍ୱର: ରାଜ୍ୟରେ ଅନ୍‌ଲାଇନ୍‌ରେ ମଦ ବିକ୍ରି ନେଇ ସରକାର ଅନୁମତି ଦେଇଛନ୍ତି। ହେଲେ ରାଜଧାନୀ ଭୁବନେଶ୍ୱରରେ ସରକାରୀ ନିୟମର ଉଲ୍ଲଘଂନ କରି ବହୁ ଦୋକାନୀ ଅଫ୍‌ଲାଇନ୍‌ରେ ଖୁଲମ୍‌ଖୁଲା ମଦ ବିକ୍ରି କରୁଥିବା ଦେଖିବାକୁ ମିଳିଛି। କାଉଣ୍ଟର ଅଳ୍ପ ଖୋଲି ଦୋକାନୀମାନେ ବେଆଇନ୍‌ ଭାବେ ମଦ ବିକ୍ରି କରୁଥିବା ନଜର ଆସିଛି। ଗୋଟିଏପଟେ ଦୋକାନୀମାନେ ସରକାରଙ୍କ ନିୟମକୁ ଉଲ୍ଲଙ୍ଘନ କରି ଅଫ୍‌ଲାଇନ୍‌ରେ ମଦ ବିକ୍ରି କରୁଥିବାବେଳେ, ଅନ୍ୟପଟେ ଲୋକମାନେ ବି କରୋନା କଟକଣାକୁ ନ ମାନି ମଦ ପାଇଁ […]

  • Thursday, 22 July 2021
ips
ପୁଲିସ୍‌ ଅଫିସରଙ୍କ ଘରୁ ଚୋରି

ଭୁବନେଶ୍ୱର: ଆଇପିଏସ୍ ସତ୍ୟଜିତ ନାୟକଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସତ୍ୟଜିତଙ୍କ ଶିଶୁଭବନ ସ୍ଥିତ ଘରୁ ଚୋରି ହୋଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି। ଘରେ କେହି ନ ଥିବା ବେଳେ ଗ୍ରୀଲ୍ କାଟି ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ସତ୍ୟଜିତ ନାୟକ କହିଛନ୍ତି, ଆଇପିଏସ୍‌ଙ୍କ ଘରୁ ଚୋରି ହେବା କୌଣସି ଛୋଟ କଥା ନୁହେଁ। ପାଟ୍ରୋଲିଂ ଜୋରଦାର ହେବା ଉଚିତ। ଏ ନେଇ ଡିସିପିଙ୍କ ସହିତ କଥା ହୋଇଥିବା […]

  • Thursday, 22 July 2021
odisha
“ଭାତରୁ ବାହାରୁଛି ପୋକ, କଞ୍ଚା ରହୁଛି ରୁଟି”

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ଥିବା ଏକ କ୍ୱାରେଣ୍ଟିନ୍‌ ସେଣ୍ଟରରେ ନିମ୍ନ ମାନର ଖାଦ୍ୟ ମିଳୁଥିବା ଅଭିଯୋଗ ହୋଇଛି। ଅନ୍ତେବାସୀଙ୍କୁ ଦିଆଯାଉଥିବା ଭାତରେ ପୋକ ଥିବା ସହ ରୁଟି କଞ୍ଚା ରହୁଥିବା ଅଭିଯୋଗ ହୋଇଛି। ଏହାସହ ଦିଆଯାଉଥିବା ଜଳଖିଆର ମାନ ବି ଖୁବ୍ ନିମ୍ନମାନର ହୋଇଥିବା ଅଭିଯୋଗ କରିଛନ୍ତି ଅନ୍ତେବାସୀ। ରାଜଗାଙ୍ଗପୁର ପ୍ରଶାସନ ପକ୍ଷରୁ ପ୍ରବାସୀଙ୍କ ପାଇଁ ୬ଟି କ୍ୱାରେଣ୍ଟିନ୍‌ ସେଣ୍ଟରରେ କରାଯାଇଛି। ଉକ୍ତ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହୁଥିବା କିଛି ପ୍ରବାସୀ ପ୍ରଶାସନ ପକ୍ଷରୁ ଦିଆଯାଉଥିବା ଖାଦ୍ୟ […]

  • Thursday, 22 July 2021
highcourt
ହାଇକୋର୍ଟ ଓକିଲଙ୍କୁ କଳା କୋଟ୍ ଓ ଗାଉନ୍‌ ମନା

କଟକ: ଶୁଣାଣି ସମୟରେ କଳା କୋଟ୍ ଓ ଗାଉନ୍‌ ନ ପିନ୍ଧିବାକୁ ହାଇକୋର୍ଟ ଓକିଲଙ୍କୁ ପରାମର୍ଶ ଦେଲେ ମୁଖ୍ୟ ବିଚାରପତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଆଇନଜୀବୀଙ୍କୁ ଏଭଳି ପରାମର୍ଶ ଦିଆଯାଇଛି। କଳା କୋଟ୍, ଗାଉନ୍ ପରିବର୍ତ୍ତେ  ଧଳା ସାର୍ଟ, ପ୍ୟାଣ୍ଟ ଓ କମିଜ୍ ପିନ୍ଧିବାକୁ ଓକିଲଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ମହିଳା ଓକିଲଙ୍କୁ ଧଳା ଶାଢ଼ି ସହ ସାଧା ଧଳା ନେକ୍ ବ୍ୟାଣ୍ଡ୍‌ ପରିଧାନ କରିବାକୁ ମୁଖ୍ୟ ବିଚାରପତି ପରାମର୍ଶ ଦେଇଛନ୍ତି।  ପରବର୍ତ୍ତୀ ନୋଟିସ୍ […]

  • Thursday, 22 July 2021
odisha
୫ କେଜି ଚାଉଳ ପାଇଁ ବିଡିଓଙ୍କ ଗୋଡ଼ ତଳେ ପଡ଼ିଲେ ବୃଦ୍ଧା

ଯାଜପୁର଼: ନିଜ ହକ୍‌ରୁ ବଞ୍ଚିତ ଜଣେ ବୃଦ୍ଧା ଗୁହାରି ଜଣାଇବାକୁ ଆସି ବିଡିଓଙ୍କ ଗୋଡ଼ ତଳେ ପଡ଼ିବାର ଏକ ଭିଡିଓ ଭାଇରାଲ ହୋଇଛି। ଯାଜପୁର ଜିଲ୍ଲାରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଗତ ସୋମବାର ଦିନ ବରୀ ବ୍ଲକ ବାଲିବିଲି ପଞ୍ଚାୟତର ଜଣେ ବୃଦ୍ଧା ଚାଉଳ ଆଣିବାକୁ ଡିଲରଙ୍କ ପାଖକୁ ଯାଇଥିଲେ। ହେଲେ ଡିଲର ତାଙ୍କ କୋଟାରୁ ୫ କେଜି ଚାଉଳ କମ୍ ଦେଇଥିଲେ ବୋଲି ଅଭିଯୋଗ ହୋଇଛି। ବୃଦ୍ଧା ଜଣକ ଏହାର […]

  • Thursday, 22 July 2021
cm naveen patnaik
ନେତାଙ୍କୁ ଭୁଲିଗଲେ କି ସରକାର ?

ଭୁବନେଶ୍ୱର: ନେତାଙ୍କୁ ଭୁଲିଗଲେ କି ସରକାର ? କରୋନା ଲଢ଼େଇରେ ବିଧାୟକଙ୍କୁ ବିଶ୍ୱାସକୁ ନେଇ କାର୍ଯ୍ୟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଚିଠି ଲେଖି ସେ କହିଛନ୍ତି, ଗଞ୍ଜାମକୁ ୨ରୁ ୩ ଲକ୍ଷ ପ୍ରବାସୀ ବିଭିନ୍ନ ରାଜ୍ୟରୁ ଆସିବେ। ସ୍ଥାନୀୟ ବିଧାୟକମାନେ ସେମାନଙ୍କର ଅଞ୍ଚଳ ସହ ଭଲ ଭାବେ ପରିଚିତ। ତେଣୁ ବିଧାୟକଙ୍କ ସହ ଗାଁ କମିଟିକୁ କରୋନା ମୁକାବିଲା ଦାୟିତ୍ୱ ଦିଆଯାଉ। ଅଫିସରଙ୍କ ଅପେକ୍ଷା ସ୍ଥାନୀୟ […]

  • Thursday, 22 July 2021
representational image
ଘରକୁ ଫେରି ନ ପାରି ଜୀବନ ହାରିଲେ ଓଡ଼ିଆ ଯୁବକ

ଆଳି: ଲକ୍‌ଡାଉନ୍‌ ପରେ ଘରକୁ ଫେରି ନ ପାରି ଜଣେ ଓଡ଼ିଆ ଯୁବକ ହରିୟାଣାରେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ବାଜପୁର ଗାଁରେ। ତାଙ୍କ ନାଁ ଗଙ୍ଗାଧର ବିଶ୍ୱାଳ। ଗଙ୍ଗାଧର ହରିୟାଣାର ଯମୁନାନଗରରେ ରହି ଏକ ପ୍ଲାଏଉଡ୍‌ କମ୍ପାନୀରେ କାମ କରୁଥିଲେ। କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଲକ୍‌ଡାଉନ୍ ଜାରି ହେବା‌ ଯୋଗୁ କମ୍ପାନୀଟି ବନ୍ଦ ହୋଇଯାଇଥିଲା। ଏହାପରେ ଘରକୁ ଫେରିବାକୁ ସେ ବହୁ […]

  • Thursday, 22 July 2021
odisha
ଗୁଜବ ପରେ ବୋହି ନେଲେ ବସ୍ତା ବସ୍ତା ଲୁଣ

ଉମରକୋଟ: ଲୁଣ ମିଳିବନି ବୋଲି ଗୁଜବ ପରେ ଲୁଣ ନେବା ପାଇଁ ଦୋକାନରେ ଲୋକଙ୍କ ଭିଡ଼। ଏପରିକି ଲୋକମାନେ ଳମ୍ବା ଲାଇନ୍‌ରେ ଛିଡ଼ା ହୋଇ ବସ୍ତା ବସ୍ତା ଲୁଣ ବୋହି ନେଉଥିବା ଦେଖିବାକୁ ମିଳିଛି। ନବରଙ୍ଗପୁରରେ ଜିଲ୍ଲାରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ଖାଲି ଏତିକି ନୁହେଁ ଲୋକମାନେ ଲୁଣ ପାଇଁ ସାମାଜିକ ଦୂରତ୍ୱକୁ ମଧ୍ୟ ଭୁଲି ଯାଇଥିଲେ। ନବରଙ୍ଗପୁର ଜିଲ୍ଲାର ରାଇଘର, ଉମରକୋଟ, ଝରିଗାଁ ଏବଂ ଚନ୍ଦାହାଣ୍ଡି ବ୍ଲକରେ ଏବେ ଲୁଣ ସଙ୍କଟ ନେଇ […]

  • Thursday, 22 July 2021