ଲକ୍ଷ୍ମୀ ବସ୍ ଗଡ଼ିବା ପରିପ୍ରେକ୍ଷୀରେ ଗତ ମାସ ୨୭ ତାରିଖରେ ବୈଠକ କରି ରାଜ୍ୟ ସରକାର ସେମାନଙ୍କ ଦାବି ନଶୁଣିଲେ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ ରଖିବାକୁ ଧମକ ଦେଇଥିଲେ ।
ବାହାନଗା ଟ୍ରେନ ଟ୍ରାଜେଡିକୁ ବିତିଗଲା ୪ ମାସ । ତଥାପି ଅପରିଚିତ ରହିଗଲା ୨୮ ଡେଡ୍ ବଡି। DNA ମ୍ୟାଚିଂ ବି କରିଛି ନିରାଶ। ତେଣୁ ଏଭଳି ସ୍ଥିତିରେ ବାଧ୍ୟ ହୋଇ ଅନ୍ତିମ ସଂସ୍କାର ପାଇଁ ହୋଇଛି ନିଷ୍ପତ୍ତି।
ପାର୍ବଣ ବେଳରେ ନିୟମ ଫୁ କରିଛନ୍ତି ଡ୍ୟାନ୍ସ ବାର୍ । ରାଜଧାନୀରେ ରାତିତମାମ୍ ଗ୍ରାହକଙ୍କୁ କରୁଛନ୍ତି ମତୁଆଲା। ରଙ୍ଗିଲା ବାରରେ ରଙ୍ଗୀନ ରାତିର ସତ ପଦାକୁ ଆସିବା ପରେ ଏବେ ସାବାଡ୍ ଲାଗି ସଜବାଜ ଅବକାରୀ ବିଭାଗ। ଆକ୍ସନ ମୋଡ଼କୁ ଆସି ଗଠନ କରିଛି ସ୍ପେଶାଲ୍ ସ୍କ୍ୱାର୍ଡ।
ବୈଠକରେ ସଚଳ, ଗ୍ରାଉଣ୍ଡରେ ଅଚଳ । ଭିସିରେ ବୈଠକ କରି ଘୋଷଣା, କୋମାରେ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲ-ଏସଡିସି । କୋଟି କୋଟିରେ ଅର୍ଥ ଶ୍ରାଦ୍ଧ ହେଲେ ଆଦିବାସୀଙ୍କ ବିକାଶର ଚିହ୍ନବର୍ଣ୍ଣ ବି ନାହିଁ । ୯ ଆଦିବାସୀ ବହୁଳ ଜିଲ୍ଲା ପାଇଁ ଚଳିତ ବର୍ଷ ୩୫୧ କୋଟି ଟଙ୍କା ଅନୁଦାନକୁ ମଞ୍ଜୁର କରିଛନ୍ତି ସରକାର । ତେବେ କେମିତି ଖର୍ଚ୍ଚ ହେବ ଏହି ଟଙ୍କା ?
ଚାଷୀଙ୍କୁ ଧମକାଇ ପୋଲିସ ଟଙ୍କା ଆଦାୟ କରୁଥିବା ବେଳେ ଘେରିଲେ ଲୋକେ। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି।
ଯାହାକୁ ଦିନେ ଘରୁ ସାଙ୍ଗରେ ଆଣି ଦେଶ ସେବା ପାଇଁ ପଠାଇଥିଲେ, ଆଜି ତାରି ମରଶରୀରକୁ ପୁଣି ଘରକୁ ଫେରାଇ ନେବାକୁ ଆସିଛନ୍ତି ଯେତେବେଳେ, ଛାତିର କୋହ ଓ ଆଖିର ଲୁହକୁ କେମିତି ବା ଚାପି ରଖିପାରନ୍ତେ ସହିଦ ସରୋଜଙ୍କ ବଡ଼ଭାଇ ମନୋଜ ଦାଶ ।
ଯାହାଙ୍କ ପାଇଁ ଦେଶ ଗର୍ବିତ, ଜନ୍ମମାଟି ବି ପରିଚିତ । ସେଇ ସୁନା ପୁଅ ସହିଦ ସରୋଜ ଦାସଙ୍କୁ ଝୁରୁଛି ଢେଙ୍କାନାଳର କେନ୍ଦୁଢ଼ିପ ଗାଁ ।
ଜାନୁଆରୀ ୧ରେ ମେଟ୍ରୋ ରେଲ୍ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଟ୍ରଲିରେ ବୁହା ହେଲା ଶବ। ଆମ୍ବୁଲାନ୍ସ ସେବା କିମ୍ବା ମହାପ୍ରୟାଣ ସେବା ସବୁ କିଛି କେବଳ ପ୍ରହସନ ସାଜିଥିବା ମୃତକଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି।
ବାପାଙ୍କୁ ମୁଖାଗ୍ନି ଦେଇ ଉଦାହରଣ ସାଜିଲା ଝିଅ। ବାପାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ଯାଇ ବଡ଼ ଝିଅ ଶ୍ମଶାନରେ ମୁଖାଗ୍ନି ଦେଇଛନ୍ତି।
ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ସହିଦ ହୋଇଥିବା ଢେଙ୍କାନାଳର ସରୋଜ ଦାସଙ୍କ ପାର୍ଥିବ ଶରୀର ଆଜି ଓଡ଼ିଶା ଆସିବ।
ସିକ୍କିମ ବୁଲିବାକୁ ଯାଇ ଢେଙ୍କାନାଳର ଜଣେ ଯୁବକ ନିଖୋଜ ଥିବା ସୂଚନା ମିଳିଛି। ୭ ଜଣ ସାଙ୍ଗଙ୍କ ସହ ମିଶି ଅକ୍ଟୋବର ୧ତାରିଖରୁ ସିକ୍କିମ ବୁଲିବାକୁ ଯାଇଥିଲେ ଯୁବକ ଜଣକ।
ଜନଗହଳିପୂର୍ଣ୍ଣ ରାସ୍ତାରେ ସମ୍ପୂର୍ଣ୍ଣ ଉଲଗ୍ନ ହୋଇ ରାସ୍ତାରେ ଚାଲିଲେ ୨ ମହିଳା। ସବୁଠାରୁ ବଡ଼ କଥା, ଏସବୁ ସମସ୍ତେ ଦେଖୁଥିଲେ, କିନ୍ତୁ ସେମାନଙ୍କ ଲଜ୍ଜା ନିବାରଣ ପାଇଁ କେହି ଗାମୁଛା କି ଲୁଗା ଖଣ୍ଡେ ନେଇ ଘୋଡ଼ାଇ ଦେବାକୁ ଆଗେଇ ଆସି ନଥିଲେ।
ପାଣିର ଗର୍ଜନ ଶାନ୍ତ ପଡ଼ିବା ପରେ, କାନରେ ବାଜିଲା କୁନି ପିଲାର କଇଁ କଇଁ କାନ୍ଦ । ଜରାଜୀର୍ଣ୍ଣ ଘରର ଲୁହା ଝରକା କାଟି, ନିଷ୍ପାପ ଜୀବନଟିକୁ ଛାତିରେ ଜାବୁଡ଼ି ଧରିଲେ ଦେବଦୂତ । କାଠପଟା ଓ ବାଉଁଶ ଉପରେ ପାଦ ଥାପି ଦଉଡ଼ି ଧରି ଧରି ପାରି ହେଉଛନ୍ତି ପଙ୍କକାଦୁଅର ଚୋରାବାଲି ।
ରୋଗୀକୁ ସାଲାଇନ ଦେବା ସମୟରେ ତାକୁ ଏକ ଠେଙ୍ଗାରେ ଝୁଲା ଯାଇଛି ।
ଡାକଘର ଅଛି, ସାଇନ୍ବୋର୍ଡ ବି ଲଗାଯାଇଛି । ହେଲେ ଦିନକ ପାଇଁ ବି ଖୋଲୁନି । ଲୋକ ଏଠାକୁ ଆସୁଛନ୍ତି ଆଉ ଫେରିକି ଯାଉଛନ୍ତି ।
ପୁଅ ଜନ୍ମ କରିଥିଲେ କ’ଣ ମାଡ଼ ଖାଇବା ପାଇଁ । କେତେ ଆଶା ଥିଲା, କେତେ ସ୍ୱପ୍ନ ଥିଲା । ହେଲେ ସବୁ ସ୍ୱପ୍ନକୁ ଚୁରମାର୍ କରିଦେଲା କଳିଯୁଗର କୁଳାଙ୍ଗାର ପୁଅ। ବୁଢ଼ା ବୟସରେ ମୁହଁରେ ଆହାର ତ ଦେଲାନି ବରଂ ପିଠିରେ ଦେଲା ଶକ୍ତ ପାହାର...
ଡାକ ଘର ଅଛି, ସାଇନ୍ବୋର୍ଡ ବି ଲଗାଯାଇଛି । ହେଲେ ଦିନକ ପାଇଁ ବି ଖୋଲୁନି । ଲୋକ ଏଠାକୁ ଆସୁଛନ୍ତି ଆଉ ଫେରିକି ଯାଉଛନ୍ତି ।
ଜନ୍ମମାଟିକୁ ଫେରିବ ସରୋଜଙ୍କ ପାର୍ଥିବ ଶରୀର । କେନ୍ଦୁଢିପ ଗାଁରେ ପାର୍ଥିବ ଶରୀରକୁ ନେଇ ଶୋଭାଯାତ୍ରା ହେବ । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ ।
ସୋସିଆଲ ମିଡିଆ ଏକ୍ସରେ ସାଂସଦ ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାଇଁ ବନ୍ଧୁତାର ସନ୍ଦେଶ ଦେଇଛନ୍ତି। ‘ମୁଁ ତୁମକୁ ହୃଦୟର ଗଭୀରତାରୁ ଭଲ ପାଇଥିଲି’ ବୋଲି ଅନୁଭବ ବର୍ଷାଙ୍କୁ କହିଛନ୍ତି।
ଦୁଇ ଦିନ ଧରି ନିଖୋଜ ଥିବା ସରୋଜଙ୍କ ମୃତଦେହ ମିଳିବା ପରେ ଆଜି ତାଙ୍କ ପରିବାରକୁ ଫୋନ୍ ଯୋଗେ ସୂଚନା ଦିଆଯାଇଥିଲା । ଆଉ ଏ ଖବର ମିଳିବା ପରେ ସରୋଜଙ୍କ ପରିବାର ଉପରେ ଛିଡ଼ି ପଡ଼ିଛି ଆକାଶ । ହସଖୁସିର ସାଂସାର ଭିତରକୁ ମାଡ଼ି ଆସିଛି ଲୁହର ବନ୍ୟା ।
୧୯୮୮ ବ୍ୟାଚର୍ ଆଇପିଏସ୍ ଅଫିସର୍ ମନୋଜ ଛାବ୍ରା ଚଳିତ ମାସରେ ଚାକିରିରୁ ଅବସର ନେଉଥିବାରୁ ତାଙ୍କ ନାଁ ବିଚାରକୁ ନିଆଯିବ ନାହିଁ ବୋଲି କୁହଯାଉଛି।
ପାଖାପାଖି ୬ ମାସ ପରେ ନିର୍ବାଚନ । ତା ପୂର୍ବରୁ ଆସନ୍ତା ଡିସେମ୍ବରରେ ପୂରି ଯାଉଛି ଏବେକାର ପୋଲିସ୍ ଡିଜି ତଥା ୧୯୮୭ ବ୍ୟାଚର ଆଇପିଏସ୍ ଅଫିସର ସୁନିଲ ବଂଶଲଙ୍କ କାର୍ଯ୍ୟକାଳ । ନୂଆ ବର୍ଷରେ ନୂଆ ଡିଜିପି ଦେଖିବ ରାଜ୍ୟ । ତେବେ କାହା ଉପରେ ଭରସା କରିବେ ସରକାର ?
ମୁର୍ଛା ଯାଉଛି ମାଆ, ବାଉଳି ହେଉଛନ୍ତି ବାପା । ଆଉ ପାଗଳି ପ୍ରାୟ ପତ୍ନୀ । ଅମାନିଆ ଲୁହରେ ଅହରହ ଭିଜୁଛି ସମ୍ପର୍କୀୟ, ସାହି ପଡ଼ିଶା ଓ ସାଙ୍ଗସାଥୀଙ୍କ ଆଖି । ମଙ୍ଗଳବାର ବିଳମ୍ବିତ ରାତିରେ ସିକ୍କିମ୍ ପ୍ରଳୟଙ୍କରୀ ବନ୍ୟାରେ ଭାସିଯାଇଥିବା
ବାଣ ବିସ୍ଫୋରଣରେ ଉଡ଼ିଗଲା କାର୍ । ରାସ୍ତାରେ ବାଣ ଶୁଖା ଯାଇଥିବା ବେଳେ କାର ଚଢ଼ିଯିବାରୁ ବାଣ ବିସ୍ଫୋରଣ ହୋଇଥିଲା।