• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Engineers
ଉଚ୍ଚ ବେତନର ଚାକିରି ଛାଡ଼ିଲେ...ଏବେ ଜୋତା ତିଆରି କରି ରୋଜଗାର କରୁଛନ୍ତି...

ଇଞ୍ଜିନିୟର ଥିଲେ, ଦୁବାଇରେ ଚାକିରି କରୁଥିଲେ । ଘର ପାଖରେ କିଛି କରିବାର ନିଶା ଏମିତି ଘାରିଲା ଯେ ଜୋତା ତିଆରି କରିବାକୁ ନିଷ୍ପତ୍ତି ନେଲେ ଦୁଇ ସାଙ୍ଗ । ଏବେ ବୁଟ୍‌ ତିଆରି କରୁଛନ୍ତି, ଭଲ ଦୁଇ ପଇସା ରୋଜଗାର କରୁଛନ୍ତି

Incense sticks
ପିଲାଙ୍କୁ ପାଠ ପଢାଇବା କଷ୍ଟକର ଥିଲା.. ଧୂପ ତିଆରି କାରଖାନା କରି ଆତ୍ମନିର୍ଭରଶୀଳ ହେଲେ

ସ୍ୱାମୀଙ୍କ ରୋଜଗାର କମ୍‌ ଥିଲା । ପିଲାଙ୍କୁ ପାଠ ପଢାଇବା ବି କଷ୍ଟକର ଥିଲା..ଏମିତି ପରସ୍ଥିତିରେ କେମିତି ରୋଜଗାର କରିବେ ସେହି ଚିନ୍ତା ବାୟା କରିଥିଲା । ଏବେ ଧୂପ ତିଆରି କାରଖାନା କରିବା ପରେ ନିଜେ ଆତ୍ମନିର୍ଭରଶୀଳ ହେବା ସହିତ ପାଖ ଲୋକଙ୍କୁ ଦେଉଛନ୍ତି ରୋଜଗାର

Odisha primary school teachers
ଆନ୍ଦୋଳନରୁ ଓହରିବେ କି ପ୍ରାଥମିକ ଶିକ୍ଷକ ? ପ୍ରତ୍ୟାହାର ପାଇଁ ଅପିଲ୍ କଲେ ସରକାର

ସଂଘର ଦାବି ଉପରେ ତର୍ଜମା ପାଇଁ ୫ ଜଣିଆ ସବ୍ କମିଟି ଗଠନ କରାଯାଇଛି । ଏହି ସବ୍ କମିଟି ଶିକ୍ଷକଙ୍କ ଦାବି ସମ୍ପର୍କରେ ତର୍ଜମା କରି ଆନ୍ତଃମନ୍ତ୍ରୀସ୍ତରୀୟ କମିଟିକୁ ଜଣାଇବ ।

Hair Donate
ବୟସ ମାତ୍ର ୧୨...କ୍ୟାନସର ରୋଗୀଙ୍କୁ ଦେଇ ଦେଲେ କେଶ

ସପ୍ତମ ଶ୍ରେଣୀରେ ପଢୁଛନ୍ତି, କ୍ୟାନସର ରୋଗୀଙ୍କୁ କେଶ ଦେବାକୁ ନିଷ୍ପତ୍ତି ନେଲେ । ସେମାନେ କେମିତି ଖୁସିରେ ରହିବେ? ଭଲରେ ରହିବେ ? ତାହା ଚିନ୍ତା କରି କରି ଦାନ କରିଦେଲେ ନିଜର କେଶ

Ghatagaon Tarini
ଖୋଲା ବଜାରରେ ବିକ୍ରି ହେଉଛି ମା ତାରିଣୀଙ୍କ ନଡ଼ିଆ

ତେବେ ଭକ୍ତିର ସହ ମାନସିକ ପୂରଣ ପାଇଁ ମା ତାରିଣୀଙ୍କ ପାଖକୁ ନଡିଆ ପଠାଇଥିବା ଭକ୍ତଙ୍କୁ ଗଭୀର ଆଘାତ ଦେଇଛି ମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି।

  • Monday, 11 September 2023
Sad Story
ଚମ ଧୁଡୁ ଧୁଡୁ ଶରୀର । ଫୁଟି ହୋଇ ବାହାରିଛି ଦେହର ଛ' ଖଣ୍ଡ ହାଡ଼

ଆଉ ଏହି ପରିଣତ ବୟସରେ ବ୍ରହ୍ମପୁର ଏମକେସିଜି ମେଡିକାଲର ସଂକ୍ରାମକ ରୋଗ ୱାର୍ଡରେ ଦିନ ଗଣୁଛନ୍ତି ୩ ଜଣ ଅସହାୟ ।

  • Monday, 11 September 2023
Sad Story
୩ ଅସହାୟଙ୍କ କାହାଣୀ ! ପର କରିଦେଲା ପରିବାର, ଆପଣାଇ ନେଲେ, ମେଡିକାଲ କର୍ମଚାରୀ..

ବ୍ରହ୍ମପୁର ବଡ଼ ମେଡିକାଲରେ ଜରା ବ୍ୟାଧିରେ ସଢୁଛନ୍ତି ୩ ଅସହାୟ । ପିଲା ଛୁଆ ଏମାନଙ୍କୁ ପର କରିଦେଲେ ।

  • Monday, 11 September 2023
Ghatagaon Tarini
ଶାଗମାଛ ଦରରେ ବିକ୍ରି ହେଉଛି ଘଟଗାଁ ମା’ ତାରିଣୀଙ୍କ ନଡ଼ିଆ, ତଥାପି କେହି କିଣୁ ନାହାନ୍ତି..!

ଟେଣ୍ଡର ସତ୍ତ୍ୱେ ବ୍ୟବସାୟୀ କିଣିବାକୁ ଆସୁନାହାନ୍ତି । ଗୋଦାମରେ ପଡ଼ିଛି ୧୧ ଲକ୍ଷରୁ ଅଧିକ ନୈବେଦ୍ୟ ।

  • Monday, 11 September 2023
Bike Riders Beware
ସାବଧାନ ! ଗାଡ଼ିରେ ବିକଟାଳ ଶବ୍ଦ କରୁଥିବା ସାଇଲେନ୍ସର ଲଗାଇଛନ୍ତି କି ? ଏଥର ଫାଇନ୍‌ ନୁହେଁ, ସିଧା କୋର୍ଟ ଚାଲାଣ...

ବିକଟାଳ ଶବ୍ଦ, ମଝିରେ ମଝିରେ ବୋମା ଫୁଟିଲା ପରି ଶବ୍ଦ, ଭଁ ଭାଁ କରି ରାସ୍ତାରେ ସାପ ଖେଳିଲା ଭଳି ବାଇକ ଚଲାଇବା, ସାଇଲେନ୍ସର କାଢି ଢୋ ଢା ଶବ୍ଦ କରୁଥିବା ସାଇଲେନ୍ସର ଇତ୍ୟାଦି ଲଗାଇଥିଲେ ସାବଧାନ। ଏବେ କମିଶନରେଟ ଟ୍ରାଫିକ ପୋଲିସ ସ୍କାନରରେ ଏସବୁ ବାଇକ ଚାଳକ। 

Trial run of Odisha’s 2nd Vande Bharat Train begins
ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକସପ୍ରେସ୍‌, ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍‌ ଆରମ୍ଭ...

ପୁରୀରୁ ତାଳଚେର ରୋଡ୍ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଆଜି ଟ୍ରାଏଲ ରନ୍ ଆରମ୍ଭ ହୋଇଛି। ଏହି ବନ୍ଦେ ଭାରତ ଏକସପ୍ରେସ୍ ରାଉରକେଲା-ପୁରୀ ମଧ୍ୟରେ ଚଳାଚଳ କରିବ।

Elephant
ସାରା ରାତି ମଂଚା ଉପରେ ଢାଉଁ ଢାଉଁ...ନହେଲେ ସକାଳୁ ବିଲ ହେବ ପଡ଼ିଆ

ମାସ ସାରା ...ବର୍ଷ ସାରା...ମଂଚା ଉପରେ ବିତୁଛି ଜୀବନ । କି ଖରା କି ବର୍ଷା, ଢାଉଁ ଢାଉଁ ବାଜା ନବାଜିଲେ ସବୁ ଫସଲକୁ ଦଳିମକଚି ନଷ୍ଟ କରିଦେବେ ହାତୀ। ବାରମ୍ବାର ଗୁହାରି କରିବା ପରେ ବି ଶୁଣୁନି ପ୍ରଶାସନ

School Problem
ନୂଆ କଲେନି, ପୁରୁଣା ଭାଙ୍ଗିଦେଲେ...ବାରଦୁଆର ହେଉଛନ୍ତି ସ୍କୁଲ ପିଲା

ମୂଳରୁ ନୂଆ ଘର ହୋଇନି, ପୁରୁଣାକୁ ଭାଙ୍ଗିଦେଲେ । ପାଠ ପଢିବାକୁ ବାରଦୁଆର ଶୁଣ୍ଢିପିଣ୍ଡା ହେଉଛନ୍ତି ପିଲା । ପ୍ରଶାସନ କହୁଛି ବର୍ଷା ପାଇଁ କାମ ଡେରି ହେଉଛି...।

School Problem
ଆଶ୍ଚର୍ଯ୍ୟ ! ସ୍କୁଲ ଯିବାକୁ ହେଲେ ଧୋଇବାକୁ ପଡ଼ିବ ଗୋଡ଼ ?

ପାଣିରେ ପଶି ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଛନ୍ତି ଦେଶର ଭବିଷ୍ୟତ । ପୋଖରୀ ପାଲଟିଛି ବିଦ୍ୟାଳୟ ପରିସର । ମଇଳା ପାଣି ଓ କାଦୁଅରେ ପଶି ଯାଆସ କରୁଛନ୍ତି ଛାତ୍ରଛାତ୍ରୀ..

Yojanara Na Hariloot
କାମ ହୋଇନି ହେଲେ ସରିଲାଣି ବିଲ୍ !

ରୁରାଲ ହାଟର ଚିହ୍ନବର୍ଣ୍ଣ ନାହିଁ, କାଗଜପତ୍ରରେ ଦର୍ଶାଇ ମିଥ୍ୟା ବିଲ୍ କରାଯାଇଛି । ମଷ୍ଟର ରୋଲରେ ପଡ଼ିଛି ସରକାରୀ କର୍ମଚାରୀଙ୍କ ନାଁ ସରକାରୀ ଟଙ୍କା ଆତ୍ମସାତ ପାଇଁ ଚଞ୍ଚକତା ।

Education system in Odisha’s Lamtaput
ନୂଆ କଲେନି, ପୁରୁଣା ଭାଙ୍ଗିଦେଲେ; ବାରଦୁଆର ହେଉଛନ୍ତି ସ୍କୁଲ ପିଲା

ମୂଳରୁ ନୂଆ ଘର ହୋଇନି, ପୁରୁଣାକୁ ଭାଙ୍ଗିଦେଲେ । ପାଠ ପଢିବାକୁ ବାରଦୁଆର ଷୁଣ୍ଢିପିଣ୍ଡା ହେଉଛନ୍ତି ପିଲା । ପ୍ରଶାସନ କହୁଛି ବର୍ଷା ପାଇଁ କାମ ଡେରି ହେଉଛି...ଅଭିଭାବକ ଚେତାବନୀ ଦେବା ସହିତ...

Family in Odisha’s Khariar seeks financial assistance for son’s treatment
ଅପରେସନ୍‌ ହେଲେ ମଳତ୍ୟାଗ କରିବେ ଆଦିତ୍ୟ । ହେଲେ ଡାକ୍ତର...

ଜନ୍ମ ହେବା ଦିନରୁ ମଳଦ୍ୱାର ନାହିଁ । ପେଟ ଅପରେସନ୍‌ କରି ମଳତ୍ୟାଗ କରାଉଛନ୍ତି ପରିବାର ଲୋକ । ଚିକିତ୍ସା ଲାଗି ବାରମ୍ବାର ଶିଶୁଭବନ ଦୌଡି ଦୌଡି ନୟାନ୍ତ ହେଲେଣି ପରିବାର ଲୋକେ । ଡାକ୍ତର ଆଜିକାଲି କହୁଛନ୍ତି, କୁନି ପୁଅର ଭୟଙ୍କର ଭାବରେ ବଢୁଛି ଯନ୍ତ୍ରଣା

  • Monday, 11 September 2023
Awas Yojana
ଆବାସ ଯୋଜନା କାହାପାଇଁ ? ଥିଲାବାଲାଙ୍କୁ କୋଠା ଘର, ଗରିବ ଭାଗରେ କେବଳ ଲୁହ !

ମାଟି କାନ୍ଥର ଘର ଭାଙ୍ଗି ମାଟିରେ ପଡ଼ିଛି । ଘରଟେ ପାଇଁ ସମସ୍ତଙ୍କୁ ଦୀର୍ଘ ବର୍ଷ ଧରି ନେହୁରା ହୋଇଥିଲେ ବି କେହି ଶୁଣିଲେଣି । ଶେଷରେ ଯେଉଁ ଦଦରା କୁଡ଼ିଆଟେ ଥିଲା ସେ ବି ଭାଙ୍ଗିଗଲା, ଆଉ ଜୀବନ ଅଳ୍ପକେ ବର୍ତ୍ତିଗଲା ।

  • Monday, 11 September 2023
Mayurbhanj Collector and SP spark row
ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧି ବିବାଦରେ ମୟୂରଭଞ୍ଜ ଜିଲ୍ଲାପାଳ

ବିବାଦରେ ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସ୍‌ପି। ମାରାଥନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଥିଲା।

3 Members Of A Family Dies After Attempts Suicide In Bargarh
୭ ଦିନରେ ଉଜୁଡ଼ିଗଲା ପୁରା ପରିବାର: ସ୍ୱାମୀଙ୍କ ମୃତ୍ୟୁ ପରେ ଆଖି ବୁଜିଲେ ସ୍ତ୍ରୀ ଓ ପିଲା

ସପ୍ତାହକରେ ନିଶ୍ଚିହ୍ନ ହୋଇଗଲା ପୁରା ପରିବାର। ଜଣଙ୍କ ପରେ ଜଣେ ଆଖି ବୁଜିଲେ ୩ ସଦସ୍ୟ। ବିଷପାନ କରିଥିବା ପରିବାରର ଗତକାଲି ଭାଇ ଓ ଭଉଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ମା’ଙ୍କ ମୃତ୍ୟୁ ହୋଇଛି। 

  • Monday, 11 September 2023
NCRB Report
ଓଡ଼ିଶାରେ ଆତ୍ମହତ୍ୟା ହାର ଉଦବେଗଜନକ : ଦେଶରେ ୧୨ ପ୍ରତିଶତ,ରାଜ୍ୟରେ ୧୨.୩ ପ୍ରତିଶତ

ଓଡ଼ିଶାରେ ଉଦବେଗଜନକ ଭାବେ ବଢ଼ିଚାଲିଛି ଆତ୍ମହତ୍ୟା ହାର। ସାରା ଦେଶରେ ଏହା ୧୨ ପ୍ରତିଶତ ଥିବାବେଳେ ଜାତୀୟ ହାରକୁ ଟପି ଓଡିଶାରେ ରହିଛି ୧୨.୩ ପ୍ରତିଶତ। ବିଶେଷ କରି ଯୁବବର୍ଗଙ୍କ ମଧ୍ୟରେ ଆତ୍ମହତ୍ୟା ହାର ବୃଦ୍ଧି ପାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସର୍ବେକ୍ଷଣ ଅନୁସାରେ ସାରା ବିଶ୍ୱରେ ପ୍ରତିବର୍ଷ ଦଶଲକ୍ଷ ଲୋକ ଆତ୍ମହତ୍ୟା କରୁଛନ୍ତି । ଅର୍ଥାତ ପ୍ରତି ୪୦ ସେକେଣ୍ଡରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରି ପ୍ରାଣ ହରାଉଥିବାବେଳେ ପ୍ରତି ୩ ସେକେଣ୍ଡରେ ଜଣେ ବ୍ୟକ୍ତି ଆତ୍ମହତ୍ୟା ଉଦ୍ୟମ କରୁଛନ୍ତି ।

international year of millets 2023
'ଦ ମ୍ୟାଜିକ୍‌ ଅଫ୍‌ ମିଲେଟ୍‌'..ଜାଣନ୍ତୁ କ'ଣ ରହିଛି ଏହାର ଉପକାରିତା ?

ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ଆଜିର ସମାଜରେ ବିଦ୍ୟାର୍ଥୀଙ୍କ ପାଇଁ ସୁଷମ ଖାଦ୍ୟର ମହତ୍ୱ ଉପରେ ଆଲୋକପାତ କରିଥିଲେ । ବିଶିଷ୍ଟ ଖ୍ୟାତନାମା ମାଷ୍ଟର ସେଫ୍‌ ବିଶ୍ୱଜିତ୍‌ ମହାରଥୀ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଶତାଧିକ ଅଭିଭାବକଙ୍କୁ ମାଣ୍ଡିଆ, ବାଜରା, ଯଅ, ଛତୁ ଆଦିର ଉପକାରିତାକୁ ଦର୍ଶାଇଥିଲେ ।

  • Sunday, 10 September 2023
  • Odisha
World Suicide Prevention Day
ବିଶ୍ୱ ପାଳୁଛି ଆତ୍ମହତ୍ୟା ନିବାରଣ ଦିବସ; ମାନସିକ ଅବଶାଦକୁ କେମିତି କରିବେ ନିୟନ୍ତ୍ରଣ ?

ଅବସାଦ, ହତାଶ ଆଉ ନିରାଶ । ସାଜିଛି ଶୀତଳ ମୃତ୍ୟୁର ସୌଦାଗର । କେତେବେଳେ ଭେଣ୍ଡିଆ ପୁଅକୁ ଟାଣି ନେଉଛି ମରଣର କୋଳକୁ, ତ’ ଆଉ କେବେ ଅନାଥ କରିଦେଉଛି ପରିବାରକୁ । ଚରମ ନିଷ୍ପତ୍ତି ନେଇ ଜୀବନ ହାରିବାକୁ ପଛାଉନି ମଣିଷ ।

cuttack netaji bus terminal
ଅଡୁଆ ସୂତାରେ କଟକ ନେତାଜୀ ବସ୍ ଟର୍ମିନାଲ; ଉଦଘାଟନ ପୂର୍ବରୁ ଲାଣିଲାଣି ବିବାଦ

ଆଜିର ପ୍ରତିବାଦ ସମୟରେ ଏକାଧିକ ବିଜେଡି ନେତାଙ୍କୁ ଦେଖିବାକୁ ମିଳିଥିଲା । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ସହ ବିଜେଡିର କର୍ପୋରେଟର ଓ ସିଏମସିର ବିଭିନ୍ନ ପଦ ପଦବିରେ ଥିବା ନେତା ଏଥିରେ ସାମିଲ ହୋଇଥିଲେ ।

cuttack netaji bus terminal
ଅଡୁଆ ସୂତାରେ କଟକ ନେତାଜୀ ବସ୍ ଟର୍ମିନାଲ; ଉଦଘାଟନ ପୂର୍ବରୁ ଲାଗିଲାଣି ବିବାଦ

ଆଜିର ପ୍ରତିବାଦ ସମୟରେ ଏକାଧିକ ବିଜେଡି ନେତାଙ୍କୁ ଦେଖିବାକୁ ମିଳିଥିଲା । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ସହ ବିଜେଡିର କର୍ପୋରେଟର ଓ ସିଏମସିର ବିଭିନ୍ନ ପଦ ପଦବିରେ ଥିବା ନେତା ଏଥିରେ ସାମିଲ ହୋଇଥିଲେ ।

Education System Odisha
ପାଣିରେ ପଶି ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଛନ୍ତି ଦେଶର ଭବିଷ୍ୟତ !

ପୋଖରୀ ପାଲଟିଛି ଅଙ୍ଗନବାଡ଼ି ଓ ବିଦ୍ୟାଳୟ ପରିସର । ମଇଳା ପାଣି ଓ କାଦୁଅରେ ପଶି ଯାଆସ କରୁଛନ୍ତି କୁନି କୁନି ଛାତ୍ରଛାତ୍ରୀ..