• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

3
ବାଇକ୍ ଧକ୍କାରେ ସ୍କୁଲ୍‌ ଛାତ୍ରଛାତ୍ରୀ ଗୁରୁତର

ମୟୂରଭଞ୍ଜ: ସ୍କୁଲ୍ ପିଲାଙ୍କୁ ଧରି ଆସୁଥିବା ଅଟୋ ରିକ୍ସା ସହ ଏକ ବାଇକ୍‌ ମୁଁହାମୁଁହି ଧକ୍କା ହେବାରୁ ୫ଜଣ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାନପଶିଣା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ ପୂର୍ବାହ୍ଣ ସାଢ଼େ ୧୧ଟା ସମୟରେ ଗୋରୁମହିଷାଣୀ ଆଦର୍ଶ ବିଦ୍ୟାଳୟରୁ ଛାତ୍ରଛାତ୍ରୀଙ୍କୁ ଧରି ଅଟୋଟି ଫେରୁଥିବା ବେଳେ ସାମନା ପଟୁ ଏକ ବାଇକ ସହ ଧକ୍କା ହୋଇଥିଲା। ଆହତଙ୍କୁ ସ୍ଥାନୀୟ ରାଇରଙ୍ଗପୁର ହସ୍ପିଟାଲରେ […]

  • Tuesday, 20 July 2021
swami
ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଦଶମ ଶ୍ରାଦ୍ଧ ବାର୍ଷିକୀ ପାଳିତ

କନ୍ଧମାଳ  : କନ୍ଧମାଳ ଜିଲ୍ଲା ଜଲେଶପେଟ୍ଟାରେ ପାଳିତ ହୋଇଯାଇଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଦଶମ ଶ୍ରାଦ୍ଧ ବାର୍ଷିକୀ । ଏହି ଅବସରରେ ଅାଜି ସକାଳୁ ଅାଶ୍ରମର ଅନ୍ତେବାସୀମାନେ ରାହୁଲ୍ ନଦୀରୁ ଯଜ୍ଞମଣ୍ଡପ ପର୍ଯ୍ୟନ୍ତ ଏକ କଳସ ଶୋଭାଯାତ୍ରା କରିଥିଲେ । ସ୍ୱାମୀଜୀଙ୍କ ଶ୍ରାଦ୍ଧବାର୍ଷିକୀ ପାଇଁ ସାରା ଜିଲ୍ଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସେପଟେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାଣ୍ଡର ୧୦ ବର୍ଷ ପରେ ବି ଥମୁନି ଅାରୋପ ପ୍ରତ୍ୟାରୋପ ରାଜନୀତି। ଅାଜି ପୁଣି ପୁରୁଣା ଗୋହି […]

  • Tuesday, 20 July 2021
naxal
ପୁଣି ଟଳିଲେ ମାଓବାଦୀ

ମାଲକାନଗିରି  : ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ୪ ମାଓବାଦୀ ନିହତ। ଛତିଶଗଡ଼ ଗୁମିଅାବେଡ଼ା ଜଙ୍ଗଲରେ ୪ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ବର୍ତ୍ତମାନ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବାବେଳେ ବିପୁଳ ମାଓ ସାମଗ୍ରୀ ଜବତ ହୋଇଥିବା ଜଣାପଡ଼ିଛି। ଗତ ୬ ତାରିଖରେ ମଧ୍ୟ ମାଓ ବିରୋଧୀ ଅପରେସନରେ ଛତିଶଗଡ଼ ପୁଲିସକୁ ମିଳିଥିଲା ବଡ଼ଧରଣର ସଫଳତା।  ଏନ୍‌କାଉଣ୍ଟରରେ ୧୫ ମାଓବାଦୀ ନିହତ ହୋଇଥିଲେ ।

  • Tuesday, 20 July 2021
accident
ଦଣ୍ଡ ନାଚ ଦେଖି ଫେରୁଥିଲେ ପିଟିଦେଲା ଟ୍ରକ୍

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଥାନା ଅନ୍ତର୍ଗତ ପିଟିସି ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା  ହୋଇଛି। ଟ୍ରକ୍‌ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ତୁରଙ୍ଗ ଗାଁର ଦୀପକ ନାଏକ, କାଳିଆ ନାଏକ ଓ ଦିଲୀପ ନାଏକ। ଗତକାଲି ରାତି ପ୍ରାୟ ୧.୩୦ରେ ସେମାନେ ଏକ ସ୍କୁଟିରେ ଦଣ୍ଡ ନାଚ ଦେଖି ତୁରଙ୍ଗକୁ ଫେରୁଥିବା ବେଳେ ପଛପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ଦୀପକ ଓ କାଳିଆଙ୍କ ମୃତ୍ୟୁ ଘଟିଥିଲା। […]

  • Tuesday, 20 July 2021
malkangiri
ନକ୍ସଲ ଅଟକ ରଖିଥିବା ୪ଟି ଲଞ୍ଚକୁ ଛାଡ଼ିଲେ 

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରେ ନକ୍ସଲମାନେ ଅଟକ ରଖିଥିବା ୪ଟି ଲଞ୍ଚକୁ ଛାଡ଼ି ଦେଇଛନ୍ତି। ସିନ୍ଧୁପୁଟ ଓ ଯନ୍ତ୍ରୀରେ ଦୁଇ ଦିନ ଧରି ଅଟକ ଥିବା ଲଞ୍ଚ ଆଜି ଘାଟକୁ ଫେରିଛି। ଲଞ୍ଚ ସହ ସମସ୍ତ ଡ୍ରାଇଭର, ହେଲପର ଓ ଖଲାସି ଫେରିଥିବା ଜଣାଯାଇଛି। ଲଞ୍ଚଗୁଡ଼ିକରେ ଭୋଟ୍ ବର୍ଜନ ପୋଷ୍ଟର ଲାଗିଛି। ଗତକାଲି ଚିତ୍ରକୋଣ୍ଡାରେ ଭୋଟ୍ ଗ୍ରହଣ ହୋଇଥିଲା। ତେବେ ୩୧ ଦଫା ଦାବିରେ ନିର୍ବାଚନ ବର୍ଜନ କରିବାକୁ ଆହ୍ୱାନ ଦେଇଥିଲେ  ନକ୍ସଲ। ଭୋଟ୍ ଗ୍ରହଣ ପୂର୍ବରୁ […]

  • Tuesday, 20 July 2021
attack
ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ ହୋଇଛି। ତାଙ୍କ ନାଁ ଅଜିତ ପ୍ରଧାନ। ଗତକାଲି କୁଲାଡ଼ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା। ଏହାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ତୁରୁମ ଗାଁରେ ବିଜେପି ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକଙ୍କ ଭଣଜା ଅଜିତଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କ ଦେହର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି। ଅଜିତଙ୍କୁ ଭଞ୍ଜନଗର […]

  • Tuesday, 20 July 2021
blast
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ନକ୍ସଲଙ୍କ ଲଙ୍କାକାଣ୍ଡ: ଉଡ଼ାଇ ଦେଲେ ବନ ବିଭାଗ କୋଠ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତରେ ନକ୍ସଲ ଆକ୍ରମଣ ହୋଇଛି। ଝାଡ଼ଖଣ୍ଡର ଗୋୟଲକେରାରେ ବନ ବିଭାଗର ନିର୍ମାଣାଧିନ ଏକ କୋଠାକୁ ବିସ୍ଫୋରଣ କରି ନକ୍ସଲ ଉଡ଼ାଇ ଦେଇଛନ୍ତି। ଏହି ଲଙ୍କାକାଣ୍ଡରେ ୨୫ରୁ ୩୦ ଜଣ ନକ୍ସଲ ସାମିଲ ଥିବା କୁହାଯାଉଛି। ଏହାସହ ନିର୍ବାଚନରେ ସାମିଲ ନହେବାକୁ ସ୍ଥାନୀୟ ଅଞ୍ଚଳରେ ପୋଷ୍ଟର ଓ ବ୍ୟାନର ଲଗାଇଛନ୍ତି।

  • Tuesday, 20 July 2021
strike-up
ଜେ.କେ ପେପର ମିଲରେ ଶ୍ରମିକଙ୍କ ଅାନ୍ଦୋଳନ ସ୍ଥଗିତ

ରାୟଗଡ଼ା  : ରାୟଗଡ଼ା ଜେ.କେ ପେପର ମିଲରେ ୧୪ ଦଫା ଦାବି ପୂରଣ ନେଇ ଠିକା ଶ୍ରମିକ ଓ କର୍ମଚାରୀ ସଂଘର ଅାନ୍ଦୋଳନ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ତେବେ କମ୍ପାନୀ ଗେଟଅାଗରେ ଶାନ୍ତିପୂର୍ଣ୍ଣ ଧାରଣାରେ ବସିଛନ୍ତି ଶ୍ରମିକ। ଶନିବାର ଦୁଇ ସଂଘ ବିଶାଳ ରାଲି କରି କମ୍ପାନୀ ଅାଗରେ ସଭା କରିଥିଲେ। ଏହାପରେ ଜିଲ୍ଲା ପ୍ରଶାସନ ସେମାନଙ୍କ ସହ ଅାଲୋଚନା କରିଥିଲା। ଏହାପରେ ଦୁଇ ସଂଘ ଅାନ୍ଦୋଳନକୁ ସାମୟିକ ସ୍ଥଗିତ ରଖିଥିବା କହିଛନ୍ତି । ସୋମବାର […]

  • Tuesday, 20 July 2021
bals
ଜମୁଛି ଚଡ଼କ ମେଳା: ବଢ଼ୁଛି ଶ୍ରଦ୍ଧାଳୁଙ୍କ ସମାଗମ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇରେ ଶ୍ରୀ ଶ୍ରୀ ଚନ୍ଦନେଶ୍ୱର ଶୈବପୀଠରେ ଧୁମଧାମ୍‌ରେ ଚଡ଼କ ମେଳା ଚାଲିଛି। ଆଜି ଠାକୁରଙ୍କ ନିକଟରେ ନୀଳ ପର୍ବ ରୀତିନୀତିରେ ପୂଜାର୍ଚ୍ଚନା କରାଯାଉଛି। ଆସନ୍ତାକାଲି ଅର୍ଥାତ୍ ଅନ୍ତିମ ଦିନ ପାଟ ପର୍ବ ପରମ୍ପରା କରାଯିବ। ଏଥିପାଇଁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ସରକାରୀ ହିସାବରେ ୭୦ ହଜାର ଉବୀତଧାରୀ ଭକ୍ତ ମେଳାରେ ଯୋଗ ଦେଇଥିବା ବେଳେ ବେସରକାରୀ ଭାବେ ଏହା ଲକ୍ଷେରୁ ଅଧିକ ବୋଲି ଆକଳନ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ୧୭ […]

  • Tuesday, 20 July 2021
arresst
ହରିଣ ଛାଲ, ଶିଙ୍ଗ ଓ ବନ୍ଧୁକ ଜବତ: ୨ ଶିକାରୀ ଗିରଫ

ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା କୁଲଢ଼ିଆ ଅଭୟାରଣ୍ୟର ଭାଲିଆପୋଷି ଗାଁରୁ ଏକ ହରିଣ ଛାଲ, ଶିଙ୍ଗ ଓ ୩ଟି ବନ୍ଧୁକ ବନ ବିଭାଗ ଜବତ କରିଛି। ଏଥିସହ ୨ ଜଣ ଶିକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଏହି ୨ ଶିକାରୀ କିଛି ଦିନ ହେବ ମୟୂରଭଞ୍ଜରୁ ଆସି ଅଭୟାରଣ୍ୟ ପାଖରେ ଏକ ଅସ୍ଥାୟୀ ଘର କରି ରହୁଥିଲେ। ତେବେ ଏମାନେ ଶିକାର କରୁଥିବା ଅଭିଯୋଗ ପାଇବା ଆଜି ସକାଳେ ବନ ବିଭାଗ ଚଢ଼ଉ କରିଥିଲା।

  • Tuesday, 20 July 2021
group-clash
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ୩ ଆହତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ମୁକୁନ୍ଦପୁରରେ ପୂର୍ବ ଶତ୍ରୁତାକୁ ନେଇ ସଂପର୍କୀୟ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି। ଗତ ରାତିରେ ସୂର୍ଯ୍ୟକାନ୍ତ ସାହୁ ଓ ତାଙ୍କ ସାଙ୍ଗ ବସନ୍ତ ପାତ୍ର ଗାଁ ମନ୍ଦିର ପାଖରେ ଛିଡ଼ା ହୋଇ କଥା ହେଉଥିଲେ। ଏହି ସମୟରେ ସୂର୍ଯ୍ୟଙ୍କ ସଂପର୍କୀୟ ଭାଇ ଅଜିତ ସାହୁ ଆସି ପହଞ୍ଚିଥିଲେ। ଏହାପରେ ଅଜିତ ଏବଂ ସୂର୍ଯ୍ୟଙ୍କ ମଧ୍ୟରେ ବଚସା ହୋଇଥିଲା। […]

  • Tuesday, 20 July 2021
rain
ତାତିରୁ ମିଳିଲା ଆଶ୍ୱସ୍ତି: ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଗତକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଦିନରେ ପ୍ରବଳ ତାତି ଅନୁଭୂତ ହୋଇଥିଲେ ମଧ୍ୟ ଅପରାହ୍ନରେ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ତୁହାକୁ ତୁହା ବର୍ଷା ସାଙ୍ଗକୁ ବିଜୁଳି ମାରିଥିଲା। ଫଳରେ ଲୋକଙ୍କୁ ତାତିରୁ ଆଶ୍ୱସ୍ତି ମିଳିଥିଲା। ନବରଙ୍ଗପୁର ଜିଲ୍ଲା ଉମରକୋଟର ରାଇଘର ବ୍ଲକରେ ପ୍ରବଳ ପବନ ଯୋଗୁ ଗଛ ଉପୁଡ଼ି ପଡ଼ିଥିଲା।  ଏଥିଯୋଗୁଁ ରାସ୍ତା ଅବରୋଧ ହେବାରୁ ପୋଲିଂ ପାର୍ଟି ଅଟକି ରହିଥିଲେ। ପରେ ପ୍ରଶାସନ ପକ୍ଷରୁ ପୋଲିଂ ପାର୍ଟିକୁ […]

  • Tuesday, 20 July 2021
school
ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଉତ୍ତେଜନା: ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଲେ ଅଭିଭାବକ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଳକ ଉପରବାହାଲ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଗତ ୯ ଦିନ ହେଲା ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଉତ୍ତେଜନା ଦେଖାଦେଇଛି। ପିଲାଙ୍କୁ ସ୍କୁଲରେ ମଧ୍ୟାହ୍ନ ଦିଆଯାଉ ନଥିବାରୁ ଅଭିଭାବକମାନେ ହୋହାଲ୍ଲା କରିବା ସହିତ ପ୍ରଧାନଶିକ୍ଷକଙ୍କୁ ଅଟକ ରଖିଥିଲେ। ଜାଳେଣି କାଠ ଅଭାବରୁ ମଧ୍ୟାହ୍ନ ଭୋଜନ ରନ୍ଧା ଯାଇ ନଥିବା ପ୍ରଧାନଶିକ୍ଷକ କହିଛନ୍ତି। ଘଟଣାର ତଦନ୍ତ କରାଯାଇ ଦୋଷୀ ବିରୋଧରେ ଦଣ୍ଡ ଓ ଛାତ୍ରଛାତ୍ରୀଙ୍କୁ ତୁରନ୍ତ ମଧ୍ୟାହ୍ନ ଭୋଜନ ଦେବାକୁ ଅଭିଭାବକମାନେ […]

  • Tuesday, 20 July 2021
minor rape
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଗୋପବନ୍ଧୁନଗରରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ୬ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ବାହାରକୁ ଡାକି ପଡ଼ୋଶୀ ଜଣକ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହ କରି ଅଭିଯୁକ୍ତକୁ ଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସର ଜିମା ଦେଇଛନ୍ତି। ଅଭିଯୁକ୍ତ ଗୁରୁତର ଆହତ […]

  • Tuesday, 20 July 2021
loot-up
ମହିଳାଙ୍କ ବେକରୁ ସୁନାଚେନ୍‌ ଲୁଟ୍ ଘଟଣାରେ ଦୁଇ ଗିରଫ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ବ୍ରାହ୍ମଣପୋଖରୀ ନିକଟରେ ଜଣେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଖଇରା ପୁଲିସ୍‌। ୨ଲୁଟେରା ହେଲେ ରାଜଗାଙ୍ଗପୁରର ବଳରାମ ପଟ୍ଟନାୟକ ଓ ସୋର ଅଞ୍ଚଳର ଦୀନବନ୍ଧୁ ସାହୁ। ସେମାନଙ୍କ ନିକଟରୁ ବନ୍ଧୁକ, ମାରାଣାସ୍ତ୍ର ସମେତ ସୁନା ଚେନ୍‌ ଓ ବାଉକ ଜବତ କରିଛି ପୁଲିସ୍‌। ଶୁକ୍ରବାର ରାତିରେ ଖଇରା ଥାନା ଗୁଅାପାଳ ଗ୍ରାମ ନିକଟରେ ସରୋଜିନୀ ଓ ତାଙ୍କ ସଂପର୍କୀୟ ଭଣଜା ବାଇକରେ […]

  • Tuesday, 20 July 2021
laxmana-nanda-up
ଅାସନ୍ତାକାଲି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୦ମ ଶ୍ରାଦ୍ଧବାର୍ଷିକୀ

କନ୍ଧମାଳ : ଅାସନ୍ତାକାଲି ଜନ୍ମାଷ୍ଟମୀ। ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୦ମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ କନ୍ଧମାଳ ଜିଲ୍ଲାର ବିଭିନ୍ନ ସଂଗଠନ ପକ୍ଷରୁ ଫୁଲବାଣୀରେ ସ୍ମୃତିସଭା ଓ ଶ୍ରାଦ୍ଧବାର୍ଷିକୀ ଉତ୍ସବର ଅାୟୋଜନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପୁଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି। ଚକାପାଦ ଓ ଜଲେଶପଟା ଅାଶ୍ରମରେ ସୁରକ୍ଷାକର୍ମୀ ମୁତୟନ ସହ କନ୍ଧମାଳ ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଯାନବାହନ ଯାଞ୍ଚ ସହ ଜଙ୍ଗଲ ଅଞ୍ଚଳରେ କମ୍ବିଂ ଅପରେସନ […]

  • Tuesday, 20 July 2021
police
ଚୌଦ୍ୱାର ବାଣିପଦା ଗାଁରେ ଗୋଷ୍ଠୀ ସଂଘର୍ଷ

ଚୌଦ୍ୱାର(ପ୍ରକାଶ ନାୟକ): କଟକ ଜିଲ୍ଲା ଚୌଦ୍ୱାରରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ବାଣିପଦା ଗାଁରେ ଯାତ୍ରା ଶେଷ ହେବା ପରେ ୨ ସାହି ମଧ୍ୟରେ ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ ହୋଇଥିଲା। ପ୍ରଥମେ ବଚସା ପରେ ଢେଲା ପଥର ମରାମରି ହୋଇଥିଲା। ଏହାପରେ ସ୍ଥିତି ନିୟନ୍ତ୍ରଣ ପାଇଁ ଯାଇଥିବା ଚୌଦ୍ୱାର ଥାନା ଆଇଆଇସି ପଦ୍ମନାଭ ପ୍ରଧାନ ଗଣ୍ଡଗୋଳକାରୀଙ୍କ ଢ଼େଲାମାଡ଼ରେ ଆହତ ହୋଇଛନ୍ତି। ଆହତ ୧୦ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ […]

  • Tuesday, 20 July 2021
fire
ଏସ୍‌ସିବି ମେଡିକାଲର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ

କଟକ(ପ୍ରଭାତ ବିଷୋୟୀ):ଗତକାଲି ରାତିରେ କଟକ ଏସ୍‌ସିବି ମେଡିକାଲ କଲେଜର ରେକର୍ଡ ବିଭାଗରେ ଅଗ୍ନିକାଣ୍ଡ ଘଟିଛି। ଏନେଇ ଖବର ପାଇ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।  

  • Tuesday, 20 July 2021
air-pot
ଭୁବନେଶ୍ୱର ବିମାନ ବନ୍ଦରରେ ନୂଆ ପାର୍କିଂ ନିୟମ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରେ ପାର୍କିଂ ପାଇଁ ନୂଆ ନିୟମ ଜାରି ହୋଇଛି। ଆଜିଠାରୁ ଏହି ପାର୍କିଂ ନିୟମ ଲାଗୁ ହୋଇଛି। ବିମାନ ବନ୍ଦରରେ ଯାତ୍ରୀଙ୍କୁ ଛାଡ଼ିବାକୁ ଯାଉଥିବା ଘରୋଇ ଗାଡ଼ି ଲାଗି କୌଣସି ଫି’ ନାହଁ। ସେହିପରି ଯାତ୍ରୀଙ୍କୁ ଛାଡ଼ିବାକୁ ଯାଇଥିବା ବ୍ୟବସାୟିକ ଗାଡ଼ି ଲାଗି ମଧ୍ୟ କୌଣସି ପାର୍କିଂ ଫି’ ନାହିଁ। କଣ୍ଟ୍ରାକଟ୍‌ କ୍ୟାରେଜ୍ ଲାଇସେନ୍ସ ଥିବା ସମସ୍ତ ବ୍ୟବସାୟିକ ବାହନ ଠାରୁ ଫି ଆଦାୟ କରିବାକୁ ନିୟମ ହୋଇଛି। ବିମାନ ବନ୍ଦର ପାର୍କିଂ […]

  • Tuesday, 20 July 2021
accident
ଘାଟିରେ ଓଲଟିଲା ଅଟୋ

ଉମରକୋଟ(କାର୍ତ୍ତିକ ମଲ୍ଲିକ):ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଘାଟିରେ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୭ ଛାତ୍ରଛାତ୍ରୀ ଓ ଅଭିଭାବକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ ଜଣ ଅଭିଭାବକ ଅଛନ୍ତି। ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଝରିଗାଁ ଶିଉନାଗୁଡ଼ାର ଛାତ୍ରଛାତ୍ରୀ ଅଭିଭାବକଙ୍କ ସହ ଏଣ୍ଟ୍ରାନ୍ସ ପରୀକ୍ଷା ଦେବା ଲାଗି ଚନ୍ଦାହାଣ୍ଡି ବ୍ଲକ ଧଡ଼ିପାଣି ସ୍କୁଲକୁ ଯାଉଥିଲେ। ତେବେ ଘାଟି ରାସ୍ତାରେ ଯାଉଥିବାବେଳେ ଡ୍ରାଇଭର ଅଟୋ ଉପରୁ ନିୟନ୍ତ୍ରଣ ହରାଇଥିଲେ। ଫଳରେ ଅଟୋଟି ଓଲଟି ପଡ଼ିଥିଲା। ଦୁର୍ଘଟଣା […]

  • Tuesday, 20 July 2021
IPS
ଡିଜିପି ଭାବେ ଦାୟିତ୍ୱ ନେଲେ ବିଜୟ କୁମାର ଶର୍ମା

ଭୁବନେଶ୍ୱର: ଭାରପ୍ରାପ୍ତ ପୁଲିସ୍‌ ଡିଜି ଭାବେ ଅଗ୍ନିଶମ ଡିଜି ବିଜୟ କୁମାର ଶର୍ମା ବିଧିବଦ୍ଧ ଦାୟିତ୍ୱ ନେଇଛନ୍ତି। କଟକ ସ୍ଥିତ ପୁଲିସ୍‌ ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ବିକେ ଶର୍ମା ପ୍ରତିକ୍ରିୟା ରଖି କହିଛନ୍ତି, ନକ୍ସଲ ପ୍ରବଣ ଅଞ୍ଚଳରେ ନିର୍ବାଚନ ପରିଚାଳନା ଏଥର ଚ୍ୟାଲେଞ୍ଜ ହେବ। ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୁଲିସ୍ କାର୍ଯ୍ୟ କରିବ। ପତ୍ନୀଙ୍କ ବିୟୋଗ ଯୋଗୁ ଡିଜିପି ଆରପି ଶର୍ମା ଛୁଟିରେ ଅଛନ୍ତି। ରାଜ୍ୟ […]

  • Tuesday, 20 July 2021
phulbani
ପ୍ରଚାର ଛାଡ଼ି ପ୍ରସୂତିଙ୍କୁ ମେଡିକାଲ ନେଲେ ଲୋକସଭା ପ୍ରାର୍ଥୀ

ଫୁଲବାଣୀ(ତ୍ରିନାଥ ସାହୁ): ଜଣେ ଗୁରୁତର ଥିବା ପ୍ରସୂତିଙ୍କୁ ନିଜ ଗାଡ଼ିରେ ମେଡିକାଲ ଆଣି ନିଜର ମାନବିକତାର ପରିଚୟ ଦେଇଛନ୍ତି ଜଣେ ଲୋକସଭା ପ୍ରାର୍ଥୀ।  ଏଭଳି ମହତ କାମ କରି ଏବେ ସେ ବେଶ୍ ଚର୍ଚ୍ଚା ସାଉଁଟୁଛନ୍ତି। ସେ ହେଉଛନ୍ତି କନ୍ଧମାଳ ଜିଲ୍ଲା ଲୋକସଭା ଆସନର ବିଏସ୍‌ପି ପ୍ରାର୍ଥୀ ଅମୀୟ ନାୟକ। ମିଳିଥିବା ଖବର ଅନୁସାରେ, ବାଲିଗୁଡ଼ା ବଡ଼ ଗାଁର ପ୍ରସୂତି ବାଲିଗୁଡ଼ା ମେଡିକାଲରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କୁ ଡାକ୍ତର ଫୁଲବାଣୀ ମେଡିକାଲକୁ ରେଫର୍ କରିଥିଲେ। ଏଥିପାଇଁ […]

  • Tuesday, 20 July 2021
yojana-up
ବଲାଙ୍ଗିର ମେଡିକାଲ କଲେଜ ଲୋକାର୍ପଣ ଉତ୍ସବରେ ବି ରାଜନୀତି

ବଲାଙ୍ଗିର : ତମ ଯୋଜନାକୁ ମନା ନାହିଁ, ହେଲେ ଅାମ ଯୋଜନା ବି ଲାଗୁ କର। ଯଦି ପାରୁଛ ଅାୟୁଷ୍ମାନ ଭାରତକୁ କାର୍ଯ୍ୟକାରୀ କରି ତୁମ ବିଧାୟକ ଓ ମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ବି କରାଅ। ବଲାଙ୍ଗିର ମେଡିକାଲ କଲେଜ ଲୋକାର୍ପଣ ଉତ୍ସବ ଅବସରରରେ ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ଭାଷଣ ଛଳରେ ଅାଜି ଏମିତି ଢଙ୍ଗରେ ରାଜ୍ୟ ସରକାରଙ୍କୁ କଟାକ୍ଷ କରିଥିଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । କହିଥିଲେ, ଗରିବ ଲୋକଙ୍କୁ ସର୍ବାଧିକ ସ୍ୱାସ୍ଥ୍ୟସେବା ଉପଲବ୍ଧ […]

  • Tuesday, 20 July 2021
medicine-up
ରାସ୍ତା କଡ଼ରେ ଫିଙ୍ଗାଯାଇଛି ଲକ୍ଷାଧିକ ଟଙ୍କାର ମେଡିସିନ୍

କେନ୍ଦ୍ରାପଡ଼ା  : ରାସ୍ତା କଡ଼ରେ ଫିଙ୍ଗାଯାଇଛି ଲକ୍ଷାଧିକ ଟଙ୍କାର ମେଡିସିନ୍। କେନ୍ଦ୍ରାପଡ଼ା ମାର୍ଶାଘାଇ ବ୍ଳକ୍‌ ରଙ୍କାଳ ପ୍ରାଣୀ ଚିକିତ୍ସା କେନ୍ଦ୍ରର ୨୦୦ ମିଟର ଦୂରରେ ରାସ୍ତା କଡ଼ରେ ଏତେ ସଂଖ୍ୟକ ମେଡିସିନ୍ ଓ ଇଞ୍ଜେକ୍ସନ ଫୋପଡ଼ା ଯାଇଥିବା ଦେଖିବାକୁ ମିଳିଛି। ଯାହାର ଅାନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ । କିଏ କାହିଁକି ଏତେ ମେଡିସିନ୍ ଫିଙ୍ଗିଲା, ତାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

  • Tuesday, 20 July 2021
Puri-Jagannath
ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ମହାପ୍ରଭୁଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ  ଜୟବିଜୟ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିବ। ବେହରଣ ଦ୍ୱାର ଦେଇ ଦଇତାପତି ସେବକମାନେ ଗର୍ଭଗୃହରେ ପ୍ରବେଶ କରି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଗୁପ୍ତସେବା କରିବେ। ଏଥିପାଇଁ ଅପରାହ୍ନ ୪ଟାରୁ ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ଶ୍ରୀଜୀଉଙ୍କ ଶ୍ରୀଅଙ୍କ ସୁରକ୍ଷା ପାଇଁ ହୋଇଥାଏ।

  • Tuesday, 20 July 2021