• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Radio jockey
କଏଦୀ ହୋଇ ଆସିଥିଲେ...R.J Tusar ବନିଗଲେ

ଜୀବନ ବଦଳାଇ ଦେଲା ଜେଲ୍‌ । ଗିରଫ ହୋଇ ଝାରପଡା ଜେଲ୍‌ରେ ରହିଲେ...ଏବେ RJ ତୁଷାର କହିଲେ ସମସ୍ତେ ଜାଣୁଛନ୍ତି...ଆଙ୍କରିଂଙ୍କୁ ଭୂରିଭୂରି ପ୍ରଶଂସା କରୁଛନ୍ତି।

Banaka Lagi Of Lord Jagannath
‘ବୁଧବାର ହିଁ ହେବ ମହାପ୍ରଭୁଙ୍କ ବନକଲାଗି ନୀତି’

ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି କରାଯିବ ।

Bhadrak Flood
ଘରେ ପାଣି...ଛେଳିକୁ ଧରି ଜୀବନ ବଞ୍ଚାଇଲେ ଯୁବତୀ

ଆଖି ଯେତେ ଯାଏଁ ପାଇବ, ସେତେ ଯାଏଁ କେବଳ ପାଣି ହିଁ ପାଣି...କାହା ଘରେ ପାଣି ପଶିଲାଣି ତ କାହା ବେଡ୍‌ରୁମ୍‌ରେ । ଏମିତି ସ୍ଥିତିରେ ଛେଳିକୁ ନେଇ ଧାଇଁଲେ ଯୁବତୀ।

Rs 5 crore sanctioned for interior design of Aahar centre in Cuttack
ଆହାର କେନ୍ଦ୍ର ପାଇଁ ୫ କୋଟି ?

ନାରଣ ସେଇଟା କଣ ଆମେରିକାରେ କି ? ଆହାର କେନ୍ଦ୍ର କେବଳ ଓଡ଼ିଶାରେ, ତୁ କାହିଁ ଆମେରିକାରେ ତାକୁ ମନେ ପକାଉଛୁ କିରେ ? ନାରଣ..ଗନ୍ଧିଆ ପାଣି ଯେଉଁଠି, ଆହାର କେନ୍ଦ୍ର ସେଇଠି...

  • Friday, 04 August 2023
ASO recruitment
ASO ଚୟନ ଅନିୟମିତତା ମାମଲା; ୬ ସପ୍ତାହରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍ କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଏହାକୁ ଚ୍ୟାଲେଞ୍ଜ କରି ଦୁଇଟି ମାମଲା ମଧ୍ୟ ରୁଜୁ କରାଯାଇଥିଲା । ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନ ଥିବାରୁ ରିଟ୍ ପିଟିସନ୍ ହୋଇଥିଲା ।

  • Friday, 04 August 2023
Sunday Off
ଅଜବ ସ୍କୁଲ ! ଶୁକ୍ରବାର ବନ୍ଦ ରହୁଛି, ରବିବାର ଖୋଲା

ସରକାରୀ ସ୍କୁଲ ହେଲେ ଶୁକ୍ରବାର ଛୁଟି, ରବିବାର ଖୋଲା ରହୁଛି । ପିଲାମାନେ ପାଠ ପଢୁଛନ୍ତି କିନ୍ତୁ ଅଭିଭାବକ ଅସନ୍ତୋଷ ଝାଡୁଛନ୍ତି ।

Villagers in Nuapada believe, ‘crocodile attacks if you wear red and use turmeric while taking bath’
ହଦଳୀ ଲଗାଇ ଗାଧୋଇଲେ, କୁମ୍ଭୀର ଟାଣିନେବ !

ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ ! ଇଏ ଏମିତି ଏକ ନଦୀ ଯେଉଁଠି କେହି ବି ହଳଦୀ ଲଗାଇ ଗାଧାନ୍ତି ନାହିଁ କି ଲାଲ୍‌ ବସ୍ତ୍ର ପିନ୍ଧି ନଈରେ ପଶନ୍ତି ନାହିଁ । ଯଦି ପୂର୍ବପୁରୁଷଙ୍କର ଏହି ପରମ୍ପରାକୁ କେହି ନମାନନ୍ତି କୁମ୍ଭୀର ତାଙ୍କୁ ଆକ୍ରମଣ କରେ, ଗାଁରେ ଝାଡାବାନ୍ତି ବ୍ୟାପେ...

  • Friday, 04 August 2023
Banakalagi rituals
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ବନକଲାଗି ବିଭ୍ରାଟ ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନା ନେଇ ଏଜେଣ୍ଡାରେ ସ୍ଥିର ହୋଇନି । ତେବେ ସଭାପତିଙ୍କ ଅନୁମତି କ୍ରମେ ଏହି ଦୁଇ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ କି ନାହିଁ, ତାକୁ ଅପେକ୍ଷା ରହିଛି ।

  • Friday, 04 August 2023
Woman rescues goat from rising floodwaters in Bhadrak
ଛେଳିକୁ ଧରି ଜୀବନ ବଞ୍ଚାଇଲେ ଯୁବତୀ

ଆଖି ଯେତେ ଯାଏ ପାଇବ, ସେତେ ଯାଏ କେବଳ ପାଣି ହିଁ ପାଣି...କାହା ଘରେ ପାଣି ପଶିଲାଣି ତ କାହା ବେଡ୍‌ରୁମ୍‌ରେ । ଏମିତି ସ୍ଥିତିରେ ଛେଳିକୁ ନେଇ ଧାଇଁଲେ ଯୁବତୀ

  • Friday, 04 August 2023
Bhadrak Flood
ବନ୍ୟାପାଣିରେ ଉବୁଟୁବୁ ଭଦ୍ରକ; ଆଖଣ୍ଡଳମଣିକୁ ଯୋଗାଯୋଗ ବିଚ୍ଛିନ୍ନ

ସାଳନ୍ଦୀରେ ପାଣି ଆସିବା ଯୋଗୁଁ ଭଦ୍ରକ ବ୍ଲକର ଦୁଇ ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି । ଭଣ୍ଡାରିପୋଖରୀ ବ୍ଲକ ଓ ଧାମନଗର ବ୍ଲକରେ ଅନେକ ସ୍ଥାନ ଓ ଗାଁ ଜଳବନ୍ଦୀ ହୋଇଛି ।

20 ft breach occurred in Mahanadi river  in Jagatsinghpur
ଏପଟେ ବଢ଼ୁଛି ହୀରାକୁଦର ଜଳସ୍ତର, ସେପଟେ ମହାନଦୀରେ ୨୦ ଫୁଟର ଘାଇ

ମହାନଦୀରେ ୨୦ ଫୁଟର ଘାଇ ସୃଷ୍ଟି ହେବା ଯୋଗୁ ଗାଁ ଜଳବନ୍ଦୀ ହୋଇଛି। କୁଜଙ୍ଗ ବ୍ଲକ୍‌ ଅନ୍ତର୍ଗତ ତେରମାଣପୁର ଗାଁ ନିକଟରେ ଏହି ଘାଇ ସୃଷ୍ଟି ହୋଇଛି। 

flood in odisha
ବର୍ଷା ଜନିତ ବନ୍ୟା ଯୋଗୁଁ ୧.୨୦ ଲକ୍ଷ ଲୋକ ପ୍ରଭାବିତ: SRC

୯୦ଟି ବ୍ଲକର ୭୬୨ ଗାଁ ଓ ୧୭ଟି ସହରାଞ୍ଚଳର ୬୬ ୱାର୍ଡ ପ୍ରଭାବିତ

Organ Donation Day
କମ୍ ପଡୁଛି ଅଙ୍ଗଦାତାଙ୍କ ସଂଖ୍ୟା: ଜାତୀୟ ଅଙ୍ଗଦାନ ଦିବସ ଅବସରରେ ଚିନ୍ତା ପ୍ରକଟ

ଗତ ବର୍ଷ ମେ ୧୫ରେ ୧୫ ବର୍ଷର ଝିଅ ସାଇସମୃଦ୍ଧିକୁ ହରାଇଥିଲେ। ହେଲେ ଆଶ୍ୱାସନା ଏତିକି ନିଜର ପ୍ରଥମ ସନ୍ତାନର ଜୀବନ୍ତ ସ୍ମୃତିକୁ ପାଇବାର ସୌଭାଗ୍ୟ ମିଳିଛି। କାହିଁକି ନା ମୃତ୍ୟୁ ପରେ ନିଜର କିଡନୀ ଦେଇ ଆଉ ଜଣଙ୍କୁ ଜୀବନ ଦେଇ ଯାଇଛନ୍ତି ସାଇସମୃଦ୍ଧା।

food safety officer
ଖାଦ୍ୟ ମାନ ପରଖୁଛି କିଏ?

ଗାଁ ହେଉ କି ସହର ସବୁଠି ଛତୁ ଫୁଟିଲା ଭଳି ଖାଦ୍ୟ ସାମଗ୍ରୀ ଦୋକାନ । ହେଲେ ଏସବୁ ସ୍ଥାନରେ ମିଳୁଥିବା ଖାଦ୍ୟ କେତେ ସ୍ୱାସ୍ଥ୍ୟକର? ଖାଦ୍ୟ ସାମଗ୍ରୀର ମାନ ଯାଞ୍ଚ ପାଇଁ ସରକାର ଖାଦ୍ୟ ନିରାପତ୍ତା ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି । କିନ୍ତୁ ଉଦବେଗର ବିଷୟ ହେଲା ସେଥିରୁ ୪୩ଟି ପଦବି ଏବେ ଫାଙ୍କା ପଡ଼ିଛି । ଫଳରେ ଅନେକ ସ୍ଥାନରେ ମାସ ମାସ ଧରି ଖୋଲାମେଲାରେ ବିକ୍ରି ହେଉଥିବା ଖାଦ୍ୟ ପଦାର୍ଥର ମାନ ଯାଞ୍ଚ ହୋଇପାରୁନାହିଁ ।

market building
୧୯ ଦିନର ଟଣାଓଟରା ପରେ ଖୋଲିଲା ମାର୍କେଟ୍ ବିଲଡିଂ; ବସିପାରିବେନି ଅସ୍ଥାୟୀ ବ୍ୟବସାୟୀ

ଖୋଲିଲା ରାଜଧାନୀର ମାର୍କେଟ ବିଲ୍ଡିଂ । ବିଏମସିର ଲିଖିତ ପ୍ରତିଶ୍ରୁତି ପରେ ୧୯ ଦିନ ପରେ ପୁଣି ଚଳଚଂଚଳ ହୋଇ ଉଠିଛି ୟୁନିଟ-୨ ମାର୍କେଟ ବିଲ୍ଡିଂ । ଆଜି ସକାଳୁ ପ୍ରଥମେ ଛୋଟ ରେଡିମେଡ୍ ଦୋକାନ ଖୋଲିଥିବା ବେଳେ ସନ୍ଧ୍ୟାରେ ସୋରୁମ୍ ମଧ୍ୟ ଖୋଲିଛି । ନିଷ୍ପତ୍ତି ଅନୁସାରେ ଏଣିକି ମାର୍କେଟ୍ ବିଲ୍ଡିଂ ପରିସରରେ କୌଣସି ଅସ୍ଥାୟୀ ବ୍ୟବସାୟୀ ବସି ପାରିବେ ନାହିଁ । ମୋଟ୍ ୧୨ଟି ପଏଣ୍ଟରେ ସ୍ଥାୟୀ ବ୍ୟବସାୟୀ ଓ BMC ମଧ୍ୟରେ ଏକ ଚୁକ୍ତି ହୋଇଛି । ସେପଟେ କିନ୍ତୁ ମାର୍କେଟ୍ ବିଲ୍ଡିଂ ପରିସରରେ ବସିବା ଜିଦ୍‌ରେ ଅଟଳ ରହିଛନ୍ତି ଉଠା ଦୋକାନୀ ।

 Heavy Rainfall
ବୁଡାଇ ଦେଲା ବର୍ଷା : ଛାରଖାର ହେଲା ଚାଷୀର ସ୍ୱପ୍ନ, ଋଣ ଟଙ୍କା ସୁଝିବ କେମିତି ?

ବର୍ଷା ଆଣିଲା ବିପତ୍ତି । ଉଜାଡିଦେଇଛି ଚାଷୀର ସୁନାର ଫସଲ । କେଉଁଠି ତଳି ପଡିଥିବା ଧାନ ବିଲରେ ପାଣି ପଶି ଫସଲ ଧୋଇ ଯାଇଛି ତ କେଉଁଠି ବେକେ ପାଣିରେ ବୁଡି ରହିଛି ପନିପରିବା ଫସଲ । ଚାଷ ଜମିରେ ଲହଡି ଭାଙ୍ଗୁଛି ବନ୍ୟା ଜଳ। ଆଖି ଆଗରେ ଫସଲ ଉଜୁଡୁଥିବା ଦେଖି ଚାଷୀଙ୍କୁ ଘାରିଛି ଋଣ ସୁଝିବା ଚିନ୍ତା ।

River Baitarani
ଭୟ ବଢ଼ାଇଲା ବୈତରଣୀର ଜଳସ୍ତର: କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ଭୟ

କେନ୍ଦୁଝରରୁ ଢେଙ୍କାନାଳ, ଯାଜପୁରରୁ ଭଦ୍ରକ। ୪ ଜିଲ୍ଲାକୁ ଭୟ ବଢ଼ାଇଛି ବୈତରଣୀ ନଦୀର ଜଳସ୍ତର। ଏବର୍ଷର ପ୍ରଥମ ବନ୍ୟାଜଳ ବୈତରଣୀ ଓ ବ୍ରାହ୍ମଣୀ ସମେତ ଏହାର ଶାଖାନଦୀ ସବୁ ବିଭିନ୍ନ ସ୍ଥାନରେ ବିପଦ ସଙ୍କେତ ଟପିଥିବାବେଳେ ଗାଁ ଭୂଇଁ, ମଠ ମନ୍ଦିର, ଶିକ୍ଷାନୁଷ୍ଠାନ ଏବେ ଉବୁଟୁବୁ ଅବସ୍ଥାରେ। ଆଜି ବୈତରଣୀ ଜଳସ୍ତର ଖସିଥିଲେ ବି ରାଇଜିଂ ଟ୍ରେଣ୍ଡରେ ଥିବା ବ୍ରାହ୍ମଣୀ କିନ୍ତୁ ବିପଦ ବଢ଼ାଇଛି। ସମ୍ଭାବ୍ୟ ସ୍ଥିତିକୁ ଦେଖି ରେସ୍କ୍ୟୁ ଟିମକୁ ସଜାଗ ରଖାଯାଇଛି।

Rise of water level in Baitarani River raises concern
ଭୟ ବଢ଼ାଇଲା ବୈତରଣୀର ଜଳସ୍ତର: କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ଭୟ

ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି କୋରାଇ ବ୍ଲକ ସାଳବା ଗାଁ। କେବଳ କୋରାଇ ବ୍ଲକ ନୁହେଁ, ଜିଲ୍ଲାର ଯାଜପୁର ବ୍ଲକ ସମେତ ଦଶରଥପୁର, ବିଞ୍ଝାରପୁର ବ୍ଲକ ସାଂଘାତିକ ପ୍ରଭାବିତ ହେଲାଣି ବୈତରଣୀ ନଦୀରେ ଆସିଥିବା ବର୍ଷର ପ୍ରଥମ ବନ୍ୟା ଜଳରେ। 

2 youths trapped in river get rescued by fire dept team in Dhenkanal
‘ଆମେ ପାଣି ଘେରରେ ରହିଯାଇଥିଲୁ, ରାତିରେ ସାପ ଉପରକୁ ଉଠି ଆସୁଥିଲେ’

‘ଆମେ ପାଣି ଘେରରେ ରହିଯାଇଥିଲୁ । ବ୍ରାହ୍ମଣୀ ନଦୀର ଘୁ ଘୁ ଗର୍ଜନ ସାଙ୍ଗକୁ ରାତିରେ ସାପ ଉପରକୁ ଉଠି ଆସୁଥିଲେ । ଆମେ ଡରି ଯାଇଥିଲୁ । ସକାଳୁ ଆମକୁ ଉଦ୍ଧାର କଲେ । ’

  • Thursday, 03 August 2023
flood water enters in Maa Bhattarika temple in Cuttack
ମାଆ ଭଟ୍ଟାରିକାଙ୍କ ପୀଠରେ ପଶିଲା ପାଣି

କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ପୀଠରେ ପଶିଲା ପାଣି । ପ୍ରବଳ ବର୍ଷା ଯୋଗୁ ମନ୍ଦିର ବେଢ଼ା ସମେତ ଗର୍ଭଗୃହରେ ମହାନଦୀ ପାଣି ପଶିଛି । ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ସ୍ଥାନାନ୍ତର କରାଯାଇଛି ।

  • Thursday, 03 August 2023
Unit 2 Market Building
ଖୋଲିଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂ, ଶୋ’ ରୁମ୍‌ ବନ୍ଦ

ସେଣ୍ଟ୍ରାଲ ମାର୍କେଟ ବିଲ୍ଡିଂ ସଂଘ- BMC ଆଲୋଚନା ଜାରି ରହିଛି । କ’ଣ ପାଇଁ ଶୋ’ ରୁମ୍‌ ବନ୍ଦ ରହିଛି ସେନେଇ ସଂଘ ସ୍ପଷ୍ଟ କରିନାହିଁ ।

Rise in dengue cases raises concern among locals in Angul
ଡେଙ୍ଗୁ ଯାହାକୁ ହୋଇଛି ସିଏ ତା’ କଷ୍ଟ ଜାଣିଛି...

ଏଭଳି ସ୍ଥିତି ଦେଖି ୨୦୧୧ କଥା ଭାବି ଡରିଲେଣି ସହରବାସୀ.. ପୁଣି ଲେଉଟିବ କି ଅତୀତ ? ଛନକାରେ ଅନୁଗୁଳ ବାସିନ୍ଦା...

  • Thursday, 03 August 2023
Polythene cover to hide stadium condition draws ire
ହଇରେ ନାରଣ ଏ ପାଲ ନୁହଁ ତ ବିଶ୍ୱସ୍ତରୀୟ ତାଳି...

ହଇରେ ନାରଣ ଏ ପାଲ ନୁହଁ ତ ବିଶ୍ୱସ୍ତରୀୟ ତାଳି...

  • Thursday, 03 August 2023
Singhanatha Temple
ମା’ ଭଟ୍ଟାରିକା ଓ ସିଂହନାଥ ପୀଠରେ ଲାଗିଲା ୧୪୪ ଧାରା

ମନ୍ଦିରରେ ପାଣି ପଶିବାରୁ ମା’ଙ୍କ ବିଗ୍ରହକୁ ରତ୍ନଗିରି ପାହାଡ଼ସ୍ଥିତ ବନ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି । ସ୍ଥିତିକୁ ନେଇ ମା’ ଭଟ୍ଟାରିକାଙ୍କ ପୀଠରେ ୧୪୪ ଧାରା ଜାରି କରାଯାଇଛି ।

Brahmani river
ହଠାତ୍‌ ମାଡ଼ି ଆସିଲା ବନ୍ୟାଜଳ; ବ୍ରାହ୍ମଣୀ ନଦୀ ଭିତରେ ଫସିରହିଛନ୍ତି ୨ ଯୁବକ

ରାଧାଦେଇପୁର ପଞ୍ଚାୟତ ନୂଆପଡ଼ା ଗାଁର ୨ଜଣ ଯୁବକ ଫସିରହିଥିବା ଜଣାପଡ଼ିଛି । ଉଭୟ ଯୁବକ ନଦୀରେ ଏକ ମେଗା ପ୍ରୋଜେକ୍ଟର ସିକ୍ୟୁରିଟି ଗାର୍ଡ ଭାବେ କାମ କରୁଥିଲେ ।