• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

bolero
୨ ମାସର ଦରମା ଦେଲାନି କମ୍ପାନୀ, ଶତାଧିକ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର: ରାଉରକେଲା ଉପକଣ୍ଠ କଲୁଙ୍ଗା ଶିଳ୍ପାଞ୍ଚଳରେ ଗଢ଼ି ଉଠିଥିବା ଇଏଫଜିଏଲ କମ୍ପାନୀରେ ଶ୍ରମିକ ଉତ୍ତେଜନା। ସାରା ଦେଶରେ ଯେତେବେଳେ କରୋନା ମହାମାରୀ ପାଇଁ ଲକଡାଉନ ହୋଇଛି। ସେଠି ଗରିବ ଠାରୁ ଧନୀ ସମସ୍ତେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ୩ ମାସ ଶ୍ରମିକମାନଙ୍କ ଦରମା କାଟ କରାଯିବ ନାହିଁ ବୋଲି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘୋଷଣା କରିଥିଲେ କିନ୍ତୁ ଆଇଏଫଜିଏଲ କମ୍ପାନୀ ତାର ଠିକା କର୍ମଚାରୀମାନଙ୍କୁ ୨ ମାସର ଦରମା ଦେଇ ନ ଥିବା […]

  • Wednesday, 14 July 2021
police-attack
ସୁରତରୁ ଫେରିଥାନ୍ତେ, 'ଆଖି ଆଗରେ ପୋଲିସ ପିଟି ପିଟି ମାରିଦେଲା'

ବ୍ରହ୍ମପୁର: ପୋଲିସ୍ ମାଡ଼ରେ ସୁରତରେ ଥିବା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ। ସୁରତର ଏକ ଘରୋଇ କମ୍ପାନିରେ କାମ କରୁଥିଲେ ଗଞ୍ଜାମ ବାରୁଡ଼ା ଗାଁର ସତ୍ୟବ୍ରତ ସ୍ୱାଇଁ। ଗତକାଲି କିଛି ସହକର୍ମୀଙ୍କ ସହ ସୁରତର ଆମରୋଲି ନିକଟ କମ୍ପାନି ପାଖରେ ବସିଥିଲେ। ରାସ୍ତାକଡ଼ରେ ବସିଥିବା ସମୟରେ ପୋଲିସ୍ ଭିଡ଼ ନିୟନ୍ତ୍ରଣ ପାଇଁ ଲାଠି ଚାର୍ଜ କରିଥିଲା। ହେଲେ ଏହି ସମୟରେ ସତ୍ୟବ୍ରତ ଓ ତାଙ୍କ ସହକର୍ମୀ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ନିଜ ରୁମରେ କବାଟ ବନ୍ଦ କରି […]

  • Wednesday, 14 July 2021
class
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସବୁ ପିଲାଙ୍କୁ ପାସ୍

ଭୁବନେଶ୍ୱର: କରୋନା ସଂକ୍ରମଣ ଓ ଲକଡାଉନ ସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲାଙ୍କୁ ପାସ୍ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ସ୍କୁଲରେ ପଢୁଥିବା ଅଷ୍ଟମ ଯାଏଁ ସବୁ ପିଲା ୨୦୧୯-୨୦ ଶିକ୍ଷାବର୍ଷ ପାଇଁ ପାସ୍ ହେବେ ଓ ପରବର୍ତ୍ତୀ କ୍ଲାସ୍‌କୁ ଉତ୍ତୀର୍ଣ୍ଣ ହେବେ। ତେବେ ନବମରୁ ଦଶମ ଶ୍ରେଣୀ ଯିବାକୁ ଥିବା ପିଲାଙ୍କୁ ସର୍ତ୍ତମୂଳକ ପାସ୍ କରାଯିବ। ବାର୍ଷିକ […]

  • Wednesday, 14 July 2021
cyclone
ମାଡ଼ି ଆସୁଛି ବାତ୍ୟା! ୪ ଜିଲ୍ଲାକୁ ଅଧିକ ବିପଦ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାରେ ୪ ଜିଲ୍ଲାକୁ ବିପଦ। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକକୁ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିପାରେ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଡିପ୍ରେସନର ରୂପ ନେବ। ଆସନ୍ତାକାଲି ଏହା ବାତ୍ୟାର ରୂପ ନେଇପାରେ। ବଙ୍ଗୋପସାଗରରୁ ଉତ୍ତର-ପୂର୍ବ ଆଡ଼କୁ ଗତି କରିବ। ଯାହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିପାରେ ବୋଲି ଏସଆରସି କହିଛନ୍ତି। ଏନେଇ ରାଜ୍ୟ […]

  • Wednesday, 14 July 2021
cyclone
ସାମୁଦ୍ରିକ ଝଡ଼ର ରୂପ ନେବ ଲଘୁଚାପ: ୧୮ରୁ ଆରମ୍ଭ ହୋଇଯିବ ପ୍ରବଳ ବର୍ଷା ପବନ!

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୧୬ ତାରିଖ ସଂଧ୍ୟାରେ ସାମୁଦ୍ରିକ ଝଡ଼ର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ୧୮ ତାରିଖରୁ  ସ୍ୱଳ୍ପରୁ ମଧ୍ୟମ ଏବଂ ୧୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ୧୭ ତାରିଖରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ […]

  • Wednesday, 14 July 2021
temple
ମନ୍ଦିରରେ ଖାଇବେ ପ୍ରବାସୀ ଶ୍ରମିକ!

ଭୁବନେଶ୍ୱର: ଲକ୍‌ଡାଉନ୍‌ ଯୋଗୁଁ ସବୁ କିଛି ଠପ୍ ହୋଇଯାଇଥିବାରୁ ପ୍ରବାସୀ ଶ୍ରମିକମାନେ ଏବେ ଘରକୁ ମୁହାଁଇଛନ୍ତି। ଏମାନେ ଏମିତି ଅସହାୟ ହୋଇପଡିଛନ୍ତି ଯେ, ଖାଇବା ତ ଦୂରର କଥା, କେବେ ପହଞ୍ଚିବେ ସେକଥା ଜାଣିନାହାନ୍ତି। ଶ୍ରମିକଙ୍କ ସମସ୍ୟା ଦିନକୁ ଦିନ ଉତ୍କଟ ଧାରଣ କରୁଥିବାରୁ ଏନେଇ ଚିନ୍ତା ପ୍ରକଟ କରିଛନ୍ତି ଦେବୋତ୍ତର କମିଶନର। ରାସ୍ତାରେ ଯାଉଥିବା ଶ୍ରମିକଙ୍କ ପାଇଁ ରାଜ୍ୟ ଦେବୋତ୍ତର କମିଶନରଙ୍କ ଚିନ୍ତା। ରାସ୍ତାରେ ଅସହାୟ ଅବସ୍ଥାରେ ଯାଉଥିବା ଶ୍ରମିକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା […]

  • Wednesday, 14 July 2021
bara-death
ବରଗାଡ଼ିରେ ବସି ଥାଆନ୍ତେ ହେଲେ କୋକେଇରେ ଶୋଇଲେ....

ବିବାହ ଦିନ ଚାଲିଗଲା ବରଙ୍କ ଜୀବନ। ଯେଉଁଦିନ ବିବାହ କରିଥାନ୍ତେ, ବର ବେଶରେ କନ୍ୟା ପାଖକୁ ଯାଇଥାନ୍ତେ ସେ ଦିନ ଉଠିଲା କୋକେଇ। ଶୁଣିବାକୁ ଯେତେ ହୃଦୟବିଦାରକ ଘଟଣା ବି ସେତେ କଷ୍ଟଦାୟକ ।

  • Wednesday, 14 July 2021
vaccination
ଟିକା ନେବାକୁ ମନା କରୁଛନ୍ତି ଡଙ୍ଗାରିଆ କନ୍ଧ

ପୁଣି ନିରାଶ ପ୍ରଶାସନ, ବୁଝାଇବାରେ ଅସଫଳ ହେଲେ ପ୍ରଶାସନିକ ଅଧିକାରୀ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନିୟମଗିରି ପାହାଡ ଅଞ୍ଚଳର ପାରସାଲିରେ ଆଦିମ ଜନଜାତି ଡ଼ଙ୍ଗରିଆ କନ୍ଧଙ୍କୁ କୋଭିଡ୍‌-୧୯ ଟିକା କରଣ କରିବାର ଥିଲା। କିନ୍ତୁ କେହି ହେଲେ ଆସିଲେନାହିଁ ଟିକା କରଣ କେନ୍ଦ୍ରକୁ।

flood water
ଫୁଲୁଛି ବୈତରଣୀ: ୟାସ୍‌ ପ୍ରଭାବରେ ଅନେକ ଲୁଣା ବନ୍ଧ ଡ୍ୟାମେଜ୍‌

ବାତ୍ୟା ୟାସ ଲ୍ୟାଣ୍ଡଫଲ କରିବା ପରେ ପ୍ରବଳ ବର୍ଷା ଯୋଗୁଁ ବଢିଛି ବିଭିନ୍ନ ନଦୀର ଜଳସ୍ତର। କେନ୍ଦୁଝର ଜିଲ୍ଲାରେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରଭାବିତ ହେଉଛି। ଆନନ୍ଦପୁର ପାଖରେ ବୈତରଣୀ ବିପଦ ସଂକେତ ଉପରେ ଜଳ ପ୍ରଭାବିତ ହେଉଛି।

  • Wednesday, 14 July 2021
flood water
ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ଯାଜପୁର ଓ ଭଦ୍ରକ

ବାତ୍ୟା ୟାସ୍ ପ୍ରଭାବରେ ବୈତରଣୀ ନଦୀ ଅବବାହିକାରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା ଦେଖାଦେଇଛି। ଏ ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶର ପ୍ରଦୀପ ଜେନା। ଆନନ୍ଦପୁର ଏବଂ ଆଖୁଆପଦାଠାରେ ବିପଦ ସଂକେତ ଉପରେ ବୈତରଣୀ ପ୍ରବାହିତ ହେଉଛି।

Modi
କାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ: ଆକାଶ ମାର୍ଗରୁ ୟାସ୍‌ ପ୍ରଭାବିତ ଅଂଚଳ ବୁଲି ଦେଖିବେ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାତ୍ୟା ଯାସ୍‌ର କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦି। ସୂଚନା ଅନୁସାରେ, ମୋଦି ପ୍ରଥମେ ଭୁବନେଶ୍ୱରରେ ପହଞ୍ଚି ବାତ୍ୟାର ସମୀକ୍ଷା କରିବେ. ପରେ ବାତ୍ୟା ଅଂଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି

Journalist
ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ

କରୋନାରେ ପୁଣି ଜଣେ ଓଡ଼ିଆ ସାମ୍ବାଦିକଙ୍କ ମୃତ୍ୟୁ ହୋଇଯାଇଛି। ରାଜ୍ୟ ଓ ରାଜ୍ୟ ବାହାରର ବହୁ ପ୍ରତିଷ୍ଠିତ ଗଣମାଧ୍ୟମ ସଂସ୍ଥାରେ ନିଷ୍ଠା ଓ ଦକ୍ଷତାର ସହିତ କାର୍ଯ୍ୟ କରିଥିବା ପ୍ରବୁଦ୍ଧ ଜଗଦ୍ଦେବଙ୍କର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାବସାନ ଘଟିଛି।

Cyclone
ତାଣ୍ଡବ କରୁଛି ବାତ୍ୟା: ପ୍ରକୋପ ରହିବ ଆହୁରି ୩ ଘଣ୍ଟା

ଦିନ ୧ଟା ସୁଦ୍ଧା ବାତ୍ୟାର ଲ୍ୟାଣ୍ଡଫଲ୍ ସରିବ ବୋଲି କହିଲେ SRC।  ସକାଳ ୯ଟାରେ ବାତ୍ୟା ଲ୍ୟାଣ୍ଡଫଲ୍ ଆରମ୍ଭ ହୋଇଛି। ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍ କରିଛି ବାତ୍ୟା। ଲ୍ୟାଣ୍ଡଫଲ୍ ସରିବାକୁ ୩ରୁ ୪ ଘଣ୍ଟା ସମୟ ଲାଗିବ ବୋଲି କହିଲେ ଏସଆରସି

imd
୩ ଘଣ୍ଟା ପର୍ଯ୍ୟନ୍ତ ଜୋରସୋରରେ ବହିବ ପବନ: କାଲି ଅପରାହ୍ଣରୁ ପାଗରେ ଆସିବ ସୁଧାର

ବାତ୍ୟାକୁ ନେଇ ବଡ଼ ସୂଚନା ଦେଲେ ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। କହିଲେ, ସକାଳ ୯ ବେଳେ ଆରମ୍ଭ ହୋଇଛି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଗାମୀ ୩ ଘଂଟା ପର୍ଯ୍ୟନ୍ତ ଧରି ଚାଲିବ।

hard-yaas
ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ବାତ୍ୟା ୟାସ୍‌ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପ୍ରାୟ ୩ ରୁ ୪ ଘଣ୍ଟା ଲାଗିବ ଲ୍ୟାଣ୍ଡଫଲ ପ୍ରକ୍ରିୟା। ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍। ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ ସ୍ଥଳଭାଗ ଅତିକ୍ରମ କରିବ।

  • Wednesday, 14 July 2021
Cyclone-Yaas-
ଧାମରାରୁ ୬୦ କିମି ଦୂରରେ ବାତ୍ୟା: ପୂର୍ଣ୍ଣିମା ଥିବାରୁ ସମୁଦ୍ରରେ ଆସିବ ବଡ଼ ଜୁଆର

ସ୍ଥଳ ଭାଗ ଆଡ଼କୁ ମାଡ଼ି ଆସୁଛି ଅତି ଭୀଷଣ ବାତ୍ୟା ୟାସ୍। ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ମଧ୍ୟରେ ଆଜି ଦ୍ୱିପହରରେ ସ୍ଥଳଭାଗ ଅତିକ୍ରମ କରିବ।

  • Wednesday, 14 July 2021
SRC
ଆକଳନ ସମୟଠାରୁ ଡେରିରେ ଲ୍ୟାଣ୍ଡଫଲ କରିବ ବାତ୍ୟା

ବାତ୍ୟାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାମାନ୍ୟ ଡେରି ହେବ। ବିଳମ୍ବ ହେବା ନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା। ସେ କହିଛନ୍ତି ଯେ, ବାତ୍ୟା ଏବେ ସମୁଦ୍ରରେ ୧୧ କିମି ବେଗରେ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି।

  • Wednesday, 14 July 2021
rain
ଧାମରାରୁ ୭୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି ବାତ୍ୟା

ଭଦ୍ରକର ଧାମରାଠାରୁ ମାତ୍ର ୭୦ କିମି ଦୂରରେ ବାତ୍ୟା ୟାସ ରହିଛି। ଏବେ ପାରାଦୀପରୁ ୯୦ ଓ ବାଲେଶ୍ୱରରୁ ୧୩୦ କିମି ଦୂରରେ ବାତ୍ୟା ରହିଛି। ଘଣ୍ଟା ପ୍ରତି ୧୨ କିମି ଗତିରେ ସ୍ଥଳଭାଗ ମୁହାଁ ହେଉଛି ୟାସ୍।

  • Wednesday, 14 July 2021
cyclone-Eye
ବାତ୍ୟା ପ୍ରଭାବରେ ସମୁଦ୍ରରେ ୧୩୦ ରୁ ୧୪୦ କିମିରୁ ବହୁଛି ପବନ: ଦିନ ୧୧ଟାରୁ କରିବ ଲ୍ୟାଣ୍ଡଫଲ୍‌

ସ୍ଥଳ ଭାଗକୁ ମାଡ଼ି ଆସୁଛି ବାତ୍ୟା। ବର୍ତ୍ତମାନ ସମୟରେ ଧାମରାଠାରୁ ୮୫ କିମି ଦୂରରେ ରହିଛି ବାତ୍ୟା। ଏହାସହ ବାତ୍ୟା ଏବେ ପାରାଦୀପରୁ ୯୦ ଓ ବାଲେଶ୍ୱରରୁ ୧୪୦ କିମି ଦୂରରେ ବାତ୍ୟା ରହିଛି

  • Wednesday, 14 July 2021
sajaga
ବାତ୍ୟା ମୁକାବିଲା ପାଇଁ ପୂରା ପ୍ରସ୍ତୁତ ପ୍ରଶାସନ

ହାତରେ ଆଉ ମାତ୍ର କେଇ ଘଣ୍ଟା ସମୟ। ଓଡ଼ିଶା ମାଟିକୁ ଛୁଇଁବ ବାତ୍ୟା ୟାସ୍। ସବୁ ଆକଳନ ସତ୍ତ୍ୱେ, ଏହା ପ୍ରକୃତରେ କେଉଁଠି ତାଣ୍ଡବ ରଚିବ, କେତେ କ୍ଷୟକ୍ଷତି କରିବ, ଏବେଠୁ କିଛିବି ସଠିକ୍ ଭାବେ କହିବା ମୁସ୍କିଲ୍।

  • Wednesday, 14 July 2021
Yess-Ahwana
ଆଁ କରି ମାଡ଼ି ଆସୁଛି ୟାସ୍‌: ଏପଟେ ଲୋକଙ୍କୁ କରାଯାଉଛି ସ୍ଥାନାନ୍ତର

ପିସିଆର୍ ଭ୍ୟାନଅଏ ସୁରକ୍ଷିତ ସ୍ଥାନକୁ ଲୋକଙ୍କୁ ନିଆଯାଉଛି। କେବଳ ବୟସ୍କ ନୁହଁନ୍ତି, ନବଜାତଠୁ ଆରମ୍ଭ କରି ଗର୍ଭବତୀ ଏବଂ ଅସହାୟଙ୍କୁ ଅଗ୍ରାଧିକାରୀ ଭିତ୍ତିରେ ସୁରକ୍ଷିତ ସ୍ଥାନାନ୍ତର କରାଯାଉଛି । ଟିଏମ୍ସି ସେଣ୍ଟର, ମେଡ଼ିକାଲ, ବାତ୍ୟା ଆଶ୍ରୟସ୍ଥଳୀ, ସ୍କୁଲ ଘର ସବୁଠି ଥଇଥାନ୍ କରାଯାଇଛି ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଲୋକମାନଙ୍କୁ।

  • Wednesday, 14 July 2021
cyeclone
ଟ୍ରେଲର ଦେଖାଉଛି ୟାସ୍‌

ଭାଙ୍ଗିବ, ଉଡ଼େଇବ, ବୁଡ଼େଇବ। ପାଣିପାଗ ବିଭାଗର ପୂର୍ବାନୁମାନ ସହ ତାଳ ଦେଇ ଉପକୂଳକୁ ମାଡ଼ି ଆସୁଛି ୟାସ୍, ମାଡ଼ି ଆସୁଛି ପ୍ରଳୟ। ପାଣିପାଗ ବିଭାଗର ସଦ୍ୟତମ ଆକଳନ କହୁଛି ବାତ୍ୟା ଏବେ ପାରାଦୀପରୁ ୨ ଶହ କିଲୋମିଟର ଦୂରରେ ଅଛି। ଅତି ଭୀଷଣ ରୂପ ନେଇ କାଲି ମଧ୍ୟାହ୍ନ ସୁଦ୍ଧା ଏହା ଧାମରା ପାଖରେ ଲ୍ୟାଣ୍ଡଫଲ୍ କରିବ

  • Wednesday, 14 July 2021
src
ବାତ୍ୟା ପ୍ରଭାବିତ ଜିଲ୍ଲାରେ ମୁତୟନ ହୋଇଛନ୍ତି ୪ ହଜାର ଷ୍ଟାଫ୍

ବାତ୍ୟା ପ୍ରଭାବିତ ଜିଲ୍ଲାରେ ମୁତୟନ ହୋଇଛନ୍ତି ୪ ହଜାର ଷ୍ଟାଫ୍ NDRF, ଓଡ୍ରାଫ୍, ଅଗ୍ନିଶମ, ପୋଲିସ ଆଦି ୪ ହଜାର କର୍ମଚାରୀ ମୁତୟନ କର୍ମଚାରୀ ମୁତୟନ ସଂପର୍କରେ SRC ପ୍ରଦୀପ ଜେନାଙ୍କ ସୂଚନା NDRF ୫୨ଟିମ୍, ଓଡ୍ରାଫ୍ ୬୦ ଟିମ୍, ଅଗ୍ନିଶମ ୨୦୬ ଟିମ୍ ମୁତୟନ ବନ ବିଭାଗର ୮୬ ଗଛ କଟାଳି ଟିମ୍ ମଧ୍ୟ ମୁତୟନ କରାଯାଇଛି ଜରୁରୀ ସ୍ଥିତି ପାଇଁ ୮ଟି ଟିମ୍ ରିଜର୍ଭ ରଖାଯାଇଛି- SRC ସବୁକୁ ମିଶାଇ ପ୍ରାୟ ୪ ହଜାରରୁ […]

  • Wednesday, 14 July 2021
naveen patnaik
ଜିରୋ କାଜୁଆଲିଟି ଆମ ସରକାର ପଲିସି- ମୁଖ୍ୟମନ୍ତ୍ରୀ

ମାଡ଼ି ଆସୁଛି ବାତ୍ୟା। ରାଜ୍ୟର ବାତ୍ୟା ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରୀ ସ୍ତରରେ କେମିତି ପ୍ରସ୍ତୁତି ଚାଲିଛି ସେନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କଲେ ମୁଖ୍ୟ ଶାସନ ସଚିବ ଓ ଏସଆରସି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଲେ, ସମସ୍ତ ପ୍ରକାର ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

  • Wednesday, 14 July 2021