ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁର ଏକ ଟିମ୍ ନନ୍ଦନକାନନ ଆସିଛନ୍ତି।
ରାଜଧାନୀର ଘର ମାଲିକ ସାବଧାନ୍ ! ବାସସ୍ଥାନ ଉଦ୍ଦେଶ୍ୟରେ ଘର କରି ତାକୁ ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହାର କଲେ ଘର ମାଲିକ ଗଣିବେ ତଣ୍ଡ । ସହରିଆଙ୍କୁ ତାଗିଦ୍ କରିବା ପାଇଁ ବିଏମସି ଏଭଳି ଆଭିମୁଖ୍ୟ ଗ୍ରହଣ କରିଛି। ହୋଲଡିଂ ଟିକସ ଏବଂ ଟ୍ରେଡ ଲାଇସେନ୍ସ ସମୟ ଅନୁସାରେ ପୈଠ କରିବା ପାଇଁ କମିଶନରଙ୍କ ପକ୍ଷରୁ ସ୍ମାର୍ଟ ସିଟି ବାସିନ୍ଦାଙ୍କୁ ଅନୁରୋଧ କରାଯାଇଛି । ବାସ ଉଦ୍ଦେଶ୍ୟରେ ଘର କରି ବହୁ ଲୋକ ସେଠାରେ ବ୍ୟବସାୟ କରୁଥିବା ନଜିର ରହିଛି। ତେବେ ଏଭଳି କଡ଼ା ନିୟମ ପରେ ସେମାନେ କ’ଣ କରୁଛନ୍ତି ଦେଖିବାକୁ ବାକି ରହିଲା।
ଖୁବ୍ଶୀଘ୍ର ଆଲଗା ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରୀୟଦର୍ଶିନୀ । ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଜୁଲାଇ ୩୧ରେ ବର୍ଷାଙ୍କ ଚୂଡ଼ାନ୍ତ ସାକ୍ଷ୍ୟ ଗ୍ରହଣ ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସାକ୍ଷ୍ୟ ଗ୍ରହଣର ୩ ମାସ ମଧ୍ୟରେ ମାମଲାରେ ପୂର୍ଣ୍ଣଚ୍ଛେଦ ଲାଗି ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ ରହିଛି ।
ଆବେଦନକାରୀଙ୍କ ପିଟିସନ୍ ଅନୁଯାୟୀ, ରାଜ୍ୟରେ ସାମ୍ବାଦିକଙ୍କୁ କ୍ବାର୍ଟର୍ସ ମିଳିବା ନେଇ କୌଣସି ସ୍ପଷ୍ଟ ନୀତି ବି ନାହିଁ। 30ରୁ 40 ବର୍ଷ ଧରି ବହୁ ସାମ୍ବାଦିକ ନାମମାତ୍ର ମାସିକ ଭଡ଼ା ଦେଇ କ୍ୱାର୍ଟର୍ସ ମାଡ଼ି ବସିଥିଲା ବେଳେ ଇଲେକଟ୍ରୋନିକ ଓ ମହିଳା ସାମ୍ବାଦିକ ଏଥିରୁ ବଞ୍ଚିତ ହେଉଛନ୍ତି।
ପୁରୀ ବଳିଆ ପଣ୍ଡାରେ ଅଳିଆ ପାହାଡ । ପ୍ରାୟ ୮ ଏକର ଜମିରେ ଗଦା ହୋଇଛି ଆବର୍ଜନା । ବର୍ଷ ବର୍ଷ ଧରି ସହରର ଅଳିଆ ଆବର୍ଜନା ଏଠାରେ ପକାଯାଉଛି । ଆଉ ଏହା ଜମି ଜମି ଏକ ପାହାଡର ରୂପ ନେଇଛି । ଏଥିରୁ ବାହାରୁ ଥିବା ପ୍ରବଳ ଗନ୍ଧ ସହ ଧୂଆଁ ଯୋଗୁଁ ପ୍ରଭାବିତ ହେଉଛନ୍ତି ଆଖପାଖ ଅଞ୍ଚଳରେ ରହୁଥିବା ଲୋକେ । ଅନେକ ଆର୍ବଜନା ଧୂଆଁ ଯୋଗୁଁ ଅସୁସ୍ଥ ମଧ୍ୟ ହୋଇଥିବାର ସୂଚନା ରହିଛି ।
ନା ଅଛି ହିଂସ୍ର ଜନ୍ତୁଙ୍କର ଡର ନା ଶିକାରୀଙ୍କ ଭୟ । ମଣିଷଙ୍କ ସ୍ନେହ ଶ୍ରଦ୍ଧା ଓ ସୁରକ୍ଷାରେ ବିଚରଣ କରୁଛନ୍ତି ବିରଳ କୃଷ୍ଣସାର ମୃଗ ଓ ହରିଣ । ଗ୍ରାମବାସୀଙ୍କ ପାଇଁ ଏମାନେ ଅମୂଲ୍ୟ ସମ୍ପଦ
ଚାରିଆଡ଼େ ସବୁଜିମା, ବଣ ପାହାଡ଼ ଘେରା ପରିବେଶ ଭିତରେ ଛନଛନିଆ ଗଛ ଲତା। ଆଉ ତାହାରି ଭିତରେ ଫୁର୍ତ୍ତି କରୁଛନ୍ତି ମୃଗ ଆଉ ହରିଣ ବିଲୁପ୍ତପ୍ରାୟ ବିରଳ କୃଷ୍ଣସାର ମୃଗ ବି ଅଛନ୍ତି। ଖେଳୁଛନ୍ତି, ବୁଲୁଛନ୍ତି ବେଫିକର ହୋଇ। ଏଠି ନା ହିଂସ୍ରଜନ୍ତୁୁଙ୍କ ଡର ଅଛି ନା ଶିକାରୀଙ୍କ ରହିଛି ଲୋଲୁପ ଦୃଷ୍ଟି।
ପୂର୍ବରୁ ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବିବାଦ ମାମଲାରେ ଅନେକ ନୂଆମୋଡ଼ ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ପୋଷ୍ଟ କରି ତାଙ୍କ ଜୀବନରୁ ଓହରି ଯିବା ଲାଗି ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଛନ୍ତି ଅନୁଭବ ।
ମାତ୍ର ଗୋଟିଏ କ୍ଲିକ୍ରେ କରିହେବ ପେମେଣ୍ଟ । ବିନା ୟୁପିଆଇ ପିନ୍ ଦେଇ କରିହେବ ଟ୍ରାଞ୍ଜାକ୍ସନ ।
ଥିଲେ ଥିଲେ ଏକା ସାଙ୍ଗରେ ବାହୁଦା ନଈରେ ମାଛ ମଲେ କେମିତି? କିଏ ଔଷଧ ପକାଇ ମାରିଦେଲା ନା ଆଉ ଅନ୍ୟକାରଣ ରହିଛି? ଜାଣନ୍ତୁ କଣ ଥିଲା ପୂରା ଘଟଣା
ଏ ସରକାରକୁ ଲଜ୍ଜା ନାହିଁ । ମନ୍ଦିର ପିଣ୍ଡାରେ..ଭଙ୍ଗା କ୍ଲବ୍ ଘରେ ପିଲାଏ ପଢୁଛନ୍ତି ପାଠ । ବାରମ୍ବାର ଦାବି ପରେ ବି କେହି ଶୁଣୁନାହାନ୍ତି ୟାଙ୍କ ଦୁଃଖ
ଘର ଘରକୁ ପାନୀୟଜଳ ଯୋଗାଇ ଦେବାକୁ ପ୍ରଶାସନ ତିଆରି କଲା ପାଣି ଟାଙ୍କି । ହେଲେ ଏବେ ସେହି ପାଣି ଟାଙ୍କି ହିଁ ଲୋକଙ୍କ ଜୀବନକୁ ବିପଦରେ ପକାଇ ଦେଇଛି । ଯଦି କେତେବେଳେ ନଈ ବନ୍ଧ ଭାଙ୍ଗେ ତେବେ..
ଅଳିଆ ଗଦାର ସ୍ଥାନାନ୍ତର ପାଇଁ ଗ୍ରୀନ ଟ୍ରିବ୍ୟୁନାଲରେ ଆବେଦନ କରିଥିଲେ ସ୍ଥାନୀୟ ଜଣେ ଆଇନଜୀବୀ । ଅନ୍ୟପକ୍ଷରେ ଖୁବଶୀଘ୍ର ଆବର୍ଜନାକୁ ପ୍ରୋସେସିଂ କରାଯାଇ ଏହାକୁ ସ୍ଥାନାନ୍ତର କରାଯିବ ବୋଲି କହିଛନ୍ତି ପୁରୀ ମ୍ୟୁନିସିପାଲିଟିର ଅଧିକାରୀ ।
ଥିଲେ ଥିଲେ ଏକା ସାଙ୍ଗରେ ବାହୁଦା ନଈରେ ଏତେ ମାଛ ମଲେ କେମିତି? କିଏ ଔଷଧ ପକାଇ ମାରିଦେଲା ନା ଆଉ ଅନ୍ୟ କାରଣ ରହିଛି? ଜାଣନ୍ତୁ କଣ ଥିଲା ପୂରା ଘଟଣା।
ଟମାଟୋ ପାଇଁ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଖଣ୍ତଯୁଦ୍ଧ । ବିନା ପଚାରି ଟମୋଟା ବ୍ୟବହାର କରିବାରୁ ଚିହିଁକି ଉଠିଲେ ସ୍ତ୍ରୀ । ଶେଷରେ ଘର ଛାଡ଼ି ପଳାଇଲେ ।
ଘର ଘରକୁ ପାନୀୟଜଳ ଯୋଗାଇ ଦେବାକୁ ପ୍ରଶାସନ ତିଆରି କଲା ପାଣି ଟାଙ୍କି । ହେଲେ ଏବେ ସେହି ପାଣି ଟାଙ୍କି ହିଁ ଲୋକଙ୍କ ଜୀବନକୁ ବିପଦରେ ପକାଇ ଦେଇଛି । ଯଦି କେତେବେଳେ ନଈ ବନ୍ଧ ଭାଙ୍ଗେ ତେବେ...
ଏ ସରକାରକୁ ଲଜ୍ଜା ନାହିଁ । ମନ୍ଦିର ପିଣ୍ଡାରେ...ଭଙ୍ଗା କ୍ଲବ୍ ଘରେ ପିଲାଏ ପଢୁଛନ୍ତି ପାଠ । ବାରମ୍ବାର ଦାବି ପରେ ବି କେହି ଶୁଣୁନାହାନ୍ତି ୟାଙ୍କ ଦୁଃଖ
ନିୟମ ଉଲ୍ଳଘଂନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି।
ଆଣ୍ଡ୍ରଏଡ୍ ଓ iOS ୟୁଜର୍ସଙ୍କ ପାଇଁ ହ୍ୱାଟ୍ସଆପ୍(WhatsApp) ଏକ ନୂଆ ଫିଚର ଲଞ୍ଚ୍ କରିଛି। ଏହି ନୂଆ ଫିଚର ୟୁଜର୍ସଙ୍କୁ ସେମାନଙ୍କର ପ୍ରାଇଭେସି ସୁରକ୍ଷିତ ରଖିବାରେ ସାହାଯ୍ୟ କରିବ।
ଠିକଣା କହିଦେଲା ଆଧାରକାର୍ଡ, ୬ ବର୍ଷପରେ ଘରକୁ ଫେରିଲା ପୁଅ । ବିହାରରୁ ହଜିଥିବା ଭିନ୍ନକ୍ଷମ ପୁଅ କେନ୍ଦୁଝରରୁ ଉଦ୍ଧାର । ଖୁସି ବଖାଣିଲେ ଶିଶୁ ମଙ୍ଗଳ ଅଧିକାରୀ ।
କିଏ କହେ ଏମାନେ ଭିନ୍ନକ୍ଷମ ! କାହା ଉପରେ ନୁହଁନ୍ତି ବୋଝ । ନିଜ ପରିଶ୍ରମରେ ନିଜେ ରୋଜଗାର କରି ବଞ୍ଚୁଛନ୍ତି, ଆତ୍ମନିର୍ଭରଶୀଳ ହୋଇଛନ୍ତି ।
ବଲାଙ୍ଗିରର ଜୀବନରେଖା ଲୋୟର ସୁକତେଲ ଡ୍ୟାମ୍ କାର୍ଯ୍ୟକ୍ଷମ । ହେଲେ ଏଯାଏଁ ସରିନି ବିସ୍ଥାପିତଙ୍କ ଦୁଃଖ । ପ୍ରକଳ୍ପ ପାଇଁ ଭିଟାମାଟି ଛାଡ଼ିବାକୁ ପ୍ରସ୍ତୁତ ଗ୍ରାମବାସୀଙ୍କ ଅଭିଯୋଗ, ଜବରଦସ୍ତ ଜାଗା ଛାଡିବାକୁ କରାଯାଉଛି ବାଧ୍ୟ ।
ବାହାନଗା ଟ୍ରେନ୍ ଟ୍ରାଜେଡି ପରେ ଟ୍ରେନ୍ ସିଗ୍ନାଲିଂ କେମିତି ତ୍ରୁଟି ଶୂନ୍ୟ ହେବ, ଏବେ ସେଇ ଚିନ୍ତା। ଆଉ ଏହାରି ଭିତରେ ଭାରତୀୟ ରେଲ୍ୱେ ପାଇଁ ବ୍ଲକ୍ ଚେନ୍ ଟେକ୍ନୋଲୋଜି ଆଧାରିତ ସିଗ୍ନାଲିଂ ସିଷ୍ଟମ ବିକାଶ କରୁଛି ଆଇଆଇଟି ଖଡ଼ଗପୁର।
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ମୃତକଙ୍କ ସହାୟତା ରାଶିକୁ ନେଇ ଏବେ ବିବାଦ ଦେଖା ଦେଇଛି।