• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

attack
ଜମିବାଡ଼ି ଲୋଭରେ ସମ୍ପର୍କ ହେଲା ତୁଚ୍ଛ, ଭାଇର ବଂଶ ନିପାତ କଲା ଭାଇ

ସୁନ୍ଦରଗଡ: ଜମିବାଡ଼ି ବିବାଦରୁ ହତ୍ୟାକାଣ୍ଡ। ପରସ୍ପର ମଧ୍ୟରେ ହଣାହଣି ହୋଇ ୨ ପରିବାରର ୪ ଜଣଙ୍କ ମୃତ୍ୟୁ ହୋଇଛି। ବଡ଼ ଭାଇ ଓ ପୁଅ ଏବଂ ସାନଭାଇର ସ୍ତ୍ରୀ ଓ ପୁଅଙ୍କର ମୃତ୍ୟୁ ହୋଇଛି। ଓଡ଼ିଶାର ସୁନ୍ଦରଗଡ଼ ସୀମାକୁ ଲାଗିଥିବା ଝାଡ଼ଖଣ୍ଡ ରାଜ୍ୟର ସିମଡେଗା ଜିଲ୍ଲା କୁର୍ଡେଗ ଥାନା ମୁହାଡିହି ଗାଁରେ ଦୁଇ ଭାଇଙ୍କ ପରିବାର ମଧ୍ୟରେ ଜମିବାଡ଼ି ବିବାଦକୁ ନେଇ ଏହି ହଣାକଟା ହୋଇଛି। ଆଜି ସକାଳେ ଜମିଜମା ବିବାଦକୁ ନେଇ ଦୁଇ ଭାଇଙ୍କ ପରିବାର […]

  • Wednesday, 14 July 2021
current
ଛାତରେ ପାଣି ଦେଉଥିଲେ; ହଠାତ୍‌ ୬ଜଣଙ୍କୁ ଲାଗିଲା ବିଦ୍ୟୁତ ଝଟ୍‌କା

କୋରାପୁଟ: ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ସର୍ଗିଗୁଡାରେ। ଆଜି ସର୍ଗିଗୁଡ଼ାରେ ଜଣେ ବ୍ୟକ୍ତି ତାଙ୍କ ନୂଆ ଘର ଛାତରେ ପାଣି ପକାଉଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲେ। ତାଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରିବା ବେଳେ ଜଣକ ପରେ ଜଣେ ଗୋଟିଏ ପରିବାରର ବିଦ୍ୟୁତ ଆଘାତର ସମ୍ମୁଖୀନ ହୋଇଥିଲେ ୬ ଜଣ। ତୁରନ୍ତ ସେମାନଙ୍କୁ ପ୍ରଥମେ ବୋରିଗୁମ୍ମା […]

  • Wednesday, 14 July 2021
street
ବୁଲା କୁକୁରଙ୍କୁ ମିଳିବ ଖାଦ୍ୟ, ୫୪ ଲକ୍ଷ ବ୍ୟୟ ଆକଳନ

ଭୁବନେଶ୍ୱର: ଲକଡାଉନ୍ ଯୋଗୁଁ ଖାଇବାକୁ ପାଉନାହାନ୍ତି ପଶୁଜନ୍ତୁ। ଫଳରେ ରାଜ୍ୟରେ ପଶୁ ପକ୍ଷୀଙ୍କ ଅବସ୍ଥା ସଙ୍ଗୀନ ହୋଇପଡ଼ିଛି।ଏପରି ଅନେକ ସ୍ଥାନରେ ପଶୁମାନେ ହ୍ରିଂସ ହେଲେଣି। ଏହି ତାଲିକାରେ କୁକୁର ମଧ୍ୟ ଅଛନ୍ତି। ଲକ୍ ଡାଉନ୍ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ବୁଲା କୁକୁର ଉପାସରେ ରହୁଛନ୍ତି। ରାଜ୍ୟର ସହାରାଞ୍ଚଳରେ ବସବାସ କରୁଥିବା ଲକ୍ଷେ ୨୦ ହଜାର କୁକୁର ଉପାସରେ ରହୁଛନ୍ତି। ଖାଇବାକୁ ନପାଇ ସେମାନେ ଡହଳ ବିକଳ ହେଉଛନ୍ତି। ତେବେ ଏହି କୁକୁରଗୁଡ଼ିକୁ ମିଳିବ ଖାଦ୍ୟ। […]

  • Wednesday, 14 July 2021
GOVT
୯ତାରିଖ ସୁଦ୍ଧା ସରକାରୀ କର୍ମଚାରୀଙ୍କୁ ମିଳିବ ଦରମା ଓ ପେନସନ୍

ଭୁବନେଶ୍ୱର: ଏପ୍ରିଲ ୯ତାରିଖ ସୁଦ୍ଧା ରାଜ୍ୟ କର୍ମଚାରୀମାନଙ୍କୁ ଦରମା ଓ ପେନସନ ନିଶ୍ଚିତ ପ୍ରଦାନ ନିମନ୍ତେ ପଦକ୍ଷେପ ନେବାକୁ ଆଜି ଟ୍ରେଜେରୀ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା, ସ୍ୱତନ୍ତ୍ର ଓ ସବ-ଟ୍ରେଜେରୀର ଅଫିସରମାନଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି। ‘କରୋନା’ ପାଇଁ ଦେଶବ୍ୟାପୀ ଲକଡାଉନ୍ ଲାଗୁ ହୋଇଥିବାବେଳେ ନିଜର କର୍ମଚାରୀମାନଙ୍କୁ ଦରମା ଓ ପେନସନ ଦେବା ପ୍ରକ୍ରିୟାକୁ ରାଜ୍ୟ ସରକାର ତ୍ୱରାନ୍ୱିତ କରିଛନ୍ତି। ଆଜି ଓଡ଼ିଶା ବିଧାନସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ବ୍ୟୟମଞ୍ଜୁରୀ ବିଲ୍ ଆଗତ ହୋଇସାରିଛି। ତେଣୁ […]

  • Wednesday, 14 July 2021
jagannath
ମାଚ୍ୟୁରିଟି ଶେଷ ପରେ ଫେରିଲା ଜଗା ଟଙ୍କା

ଭୁବନେଶ୍ୱର: ୟେସ୍ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଜଗନ୍ନାଥଙ୍କ ବାକି ୧୫୬ କୋଟି ଟଙ୍କା। ପୂର୍ବରୁ ପ୍ରଥମ ଦଫାରେ ୟେସ୍ ବ୍ୟାଙ୍କରୁ ଜଗନ୍ନାଥଙ୍କ ୩୯୭ କୋଟି ୨୩ ଲକ୍ଷ ଟଙ୍କା ଫେରିଥିବା ବେଳେ ଆଜି ଦ୍ୱିତୀୟ ଦଫାରେ ମାଚ୍ୟୁରିଟି ସରିବା ପରେ ବାକି ୧୫୬ କୋଟି ଟଙ୍କା ମଧ୍ୟ ଫେରିଛି। ଏଥିସହ ଶେଷ ତ୍ରୟମାସର ସୁଧ ବାବଦରେ ୩ କୋଟି ୩୫ ଲକ୍ଷ ୩୮ ହଜାର ୮୬୩ ଟଙ୍କା ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ଆକାଉଣ୍ଟରେ ଜମା ହୋଇଛି। ଦ୍ୱିତୀୟ […]

  • Wednesday, 14 July 2021
sapa
କାମୁଡ଼ି ଥିବା ସାପକୁ ଧରି ମେଡିକାଲରେ ପହଞ୍ଚିଲେ ଯୁବକ

ଯାଜପୁର: ଯାଜପୁରରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। କାମୁଡ଼ି ଥିବା ବିଷଧର ସାପକୁ ଧରି ଦୁଇ କିଲୋମିଟର ଚାଲି ମେଡିକାଲରେ ପହଞ୍ଚିଲେ ଯୁବକ। ଏଭଳି ଘଟଣା ଘଟିଛି ଯାଜପୁର ରୋଡ୍ ବ୍ୟାସ ସରୋବର ମନ୍ଦିର ନିକଟରେ। ସୂଚନା ଅନୁସାରେ, କେନ୍ଦୁଝର ଜିଲ୍ଲା ଘଟଗାଁ ଜାମୁପଶି ଅଞ୍ଚଳର ଶ୍ୟାମ ବେହେରା ନାମକ ଜଣେ ଯୁବକ ଆଜି ମନ୍ଦିରରେ ଶୋଇଥିବାବେଳେ, ଏକ ଚନ୍ଦନ ବୋଡ଼ା ସାପ ଆସି ତାଙ୍କ ହାତ ଆଙ୍ଗୁଠିକୁ କାମୁଡ଼ି ଦେଇଥିଲା। ତେବେ ଯୁବକ ଜଣକ […]

  • Wednesday, 14 July 2021
odisha-police
ସପ୍ତାହକୁ ଗୋଟିଏ ଦିନ ଛୁଟିରେ ରହିବେ ପୋଲିସ୍

ଭୁବନେଶ୍ୱର: ଲକଡାଉନ୍ ବେଳେ ବିଭିନ୍ନ ସହର ଓ ସଡ଼କରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ଉପରେ ଯେପରି ମାତ୍ରାଧିକ କାର୍ଯ୍ୟଗତ ଚାପ ନପଡ଼େ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି। ପୋଲିସ୍ କର୍ମଚାରୀଙ୍କୁ ଯେପରି ସପ୍ତାହରେ ଗୋଟିଏ ଦିନ ବିଶ୍ରାମ ମିଳେ ସେଥିପ୍ରତି ଜାରି ହୋଇଛି ଗାଇଡ୍‌ଲାଇନ୍। ଏଥିସହ ପୋଲିସ କର୍ମଚାରୀମାନେ ଦିନକୁ ୮ ଘଣ୍ଟାରୁ ଯେପରି ଅଧିକ ସମୟ ଡ୍ୟୁଟି ନକରନ୍ତି, ସେଥିପ୍ରତି ଦୃଷ୍ଟି ଦେବାକୁ ଓଡ଼ିଶା ପୋଲିସ୍ ମୁଖ୍ୟାଳୟ ପକ୍ଷରୁ ଆଡଭାଇଜରି ଜାରି ହୋଇଛି। ପୋଲିସ ଡିଜି ଅଭୟ […]

  • Wednesday, 14 July 2021
beggar
ମାଗଣାରେ ରନ୍ଧା ଖାଦ୍ୟ ଖାଇବେ ବାସହରା ଓ ଭିକାରୀ

ଭୁବନେଶ୍ୱର: ସହରରେ ଥିବା ଭିକାରୀ, ବେସାହାରା, ବାସହରା ଓ ଖାଇବାକୁ ପାଉନଥିବା ଲୋକଙ୍କୁ ମାଗଣା ରନ୍ଧା ଖାଦ୍ୟ ଯୋଗାଇବେ ରାଜ୍ୟ ସରକାର। ଆଜି ଏନେଇ ଆଜି ରାଜ୍ୟ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆହାର କେନ୍ଦ୍ର ବନ୍ଦ ହୋଇଯିବା ପରେ ଏମାନଙ୍କ  ଦୁଇ ମୁଠା ଖାଇବା ବି କଷ୍ଟକର ହୋଇପଡ଼ିଥିଲା। ଚିଠିରେ ଜଣାଯାଇଛି ଯେ ‘କୋଭିଡ-୧୯’ ଯୋଗୁଁ ସମଗ୍ର ରାଜ୍ୟବ୍ୟାପୀ ଲକଡାଉନ୍ ଓ ସାମାଜିକ ଦୂରତ୍ୱ […]

  • Wednesday, 14 July 2021
chhtra
ବାଦାମବାଡ଼ି-ମଧୁପାଟଣା ରାସ୍ତାକୁ ଉଠି ଆସିଲା ଛତ୍ରବଜାର ଖୁଚୁରା ହାଟ

କଟକ: ରାଜଧାନୀର ଏକ ନମ୍ବର ହାଟ ପରେ କଟକ ଛତ୍ରବଜାର ଖୁଚୁରା ହାଟକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ହୋଇଛି। କରୋନା ଯୋଗୁଁ ସାମାଜିକ ଦୂରତ୍ୱ ରକ୍ଷା ତଥା ହାଟରେ ଅତ୍ୟଧିକ ଭିଡ଼କୁ ଏଡାଇବା ପାଇଁ  ଏପରି ନିଷ୍ପତ୍ତି ନିଆଯାଇଛି। କଟକ ଛତ୍ରବଜାର ଖୁଚୁରା ହାଟକୁ ବାଦାମବାଡ଼ି-ମଧୁପାଟଣା ରାସ୍ତାର ଉଭୟ ପାର୍ଶ୍ୱକୁ ସ୍ଥାନାନ୍ତର କରାଯିବ। ରାସ୍ତାର ଦୁଇ ପାଖରେ ବସିବେ ପରିବା ଦୋକାନୀ। ପ୍ରତି ପରିବା ଦୋକାନ ମଧ୍ୟରେ ୬ ଫୁଟର ଦୂରତା ରହିବ। ଦୋକାନୀ ଓ […]

  • Wednesday, 14 July 2021
amania
ନିୟମକୁ ବେଖାତିର, ୪୦୪ଜଣଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର: କରୋନାକୁ ନେଇ ଆଜିବି ଅନେକ ଲୋକ ଲକଡାଉନ ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୪୦୪ଟି ମାମଲା ରୁଜୁ ହୋଇଛି। ଲକ୍ ଡାଉନ ଉଲ୍ଲଂଘନରେ ୩୮୦, ହୋମ୍ କ୍ୱାରେଣ୍ଟାଇନ୍ ନିୟମ ଭାଙ୍ଗି ୧୦ଟି ଏବଂ କୋଭିଡ୍-୧୯ ନିୟମ ଉଲ୍ଲଂଘନରେ ୧୪ଟି ମାମଲା ରୁଜୁ ହୋଇଥିବା ବାଗଚୀ ସୂଚନା ଦେଇଛନ୍ତି। ପ୍ରକାଶଥାଉକି, ଅନେକ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି। କେଉଁଠି ଲାଠି […]

  • Wednesday, 14 July 2021
cp
ଏଣିକି ବାହାରେ ଗାଡ଼ି ଚଳାଇବା ପାଇଁ ପାସ୍ ଜରୁରୀ

ଭୁବନେଶ୍ୱର: ଲକଡାଉନ ସମୟରେ ରାସ୍ତାରେ ଚଳାଚଳ କରୁଥିବା ସମସ୍ତ ଗାଡ଼ି ପାଇଁ ପାସ୍ ଜରୁରୀ। ଅତ୍ୟାବଶ୍ୟକ କାମ ପାଇଁ ଯାଉଥିବା ଲୋକ ଜଣାଇଲେ ପୁଲିସ ପାସ୍ ଦେବ। ଅନ୍ୟ ସମସ୍ତ ଅନୁମତିପ୍ରାପ୍ତ ସଂସ୍ଥାର କର୍ମଚାରୀଙ୍କୁ ମଧ୍ୟ ପାସ୍ ଜରୁରୀ। ସମସ୍ତ ସରକାରୀ ଅଫିସ, ବ୍ୟାଙ୍କ, ହସ୍ପିଟାଲ, ଗଣମାଧ୍ୟମ ପାଇଁ ପାସ୍ ଲାଗୁ ବୋଲି ସୁଧାଂଶୁ ଷଡଙ୍ଗୀ କହିଛନ୍ତି। କରୋନା ପାଇଁ ରାଜ୍ୟ ସରକାର ଲକ୍‌ଡାଉନ୍ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ କଟକଣା ଜାରି କରିଛନ୍ତି ରାଜ୍ୟ […]

  • Wednesday, 14 July 2021
fine
ବିନା କାରଣରେ ବାହାରେ ବୁଲୁଥିଲେ, ଫାଇନ୍ ଆଦାୟ କଲା ପୋଲିସ୍

ଭୁବନେଶ୍ୱର: କରୋନା ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ଲକଡାଉନର ଆଜି ଥିଲା ଦ୍ୱିତୀୟ ଦିନ। ୫ ଜିଲ୍ଲା, ୮ ସହର ସମେତ ଜିଲ୍ଲା ସ୍ତରରେ ଆଉ କିଛି ସହରରେ କଡ଼ା କଟକଣା ଲାଗିଥିଲା। ହେଲେ କିଛି ସ୍ଥାନରେ ଢିଲା ମାରିଦେଲେ ଜନତା। ଯାହାର ଅତି ଆବଶ୍ୟକ ସିଏ ବାହାରିଲେ। ବିନା କାରଣରେ ନାନା ଆଳ ଦେଖାଇ କିଛି ଲୋକେ ରାସ୍ତାକୁ ବାହାରିଲେ। ଫଳରେ ରାସ୍ତା ଓ ବଜାର ଯୋଉ ଭିଡ଼କୁ ସେଇ ଭିଡ଼। ଯାହାକୁ ନେଇ […]

  • Wednesday, 14 July 2021
thunder
ବର୍ଷା ଓ ଘଡ଼ଘଡ଼ି ନେଇ ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଜି ଅପରାହ୍ଣରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଅପରାହ୍ଣ ୪ଟାରୁ ଏହି ବର୍ଷା ପବନ ଆରମ୍ଭ ହେବ। ଏନେଇ ଅନେକ ଜିଲ୍ଲାକୁ ସତର୍କ କରାଯାଇଛି। ଅନେକ  ଅଞ୍ଚଳରେ ଭୀଷଣ ବଜ୍ରପାତ ହେବାର ସମ୍ଭାବନା ରହିଛି। Dangerous Thunderstorm and Lightning alert for Marsaghai, Mahakalpada, Kendrapada, Pattamundai, Aul and Rajkanika blocks of Kendrapada dist; Binjharpur and Dasarathpur […]

  • Wednesday, 14 July 2021
ticket
ରେଲୱେ ଟିକେଟ ଫେରସ୍ତ ନିୟମ କୋହଳ

ଭୁବନେଶ୍ୱର: ଟିକେଟ୍ ବାତିଲ ପରେ ଟଙ୍କା ମିଳିବାକୁ ନେଇ ନେଇ ଆଦୌ ଚିନ୍ତା କରନ୍ତୁ ନାହିଁ। ଟିକେଟ ଫେରସ୍ତ ପାଇଁ ନିୟମକୁ କୋହଳ କରିଛି ଭାରତୀୟ ରେଲୱେ। ମାର୍ଚ୍ଚ ୨୧ରୁ ଏପ୍ରିଲ୍ ୧୫ ଯାଏଁ ଯେଉଁ ସବୁ ଟ୍ରେନ୍ ବାତିଲ୍ ହୋଇଛି, ସେହି ଟ୍ରେନ ଯାତ୍ରୀ ଯାତ୍ରା ତାରିଖଠାରୁ ୪୫ ଦିନ ମଧ୍ୟରେ ଟିକେଟ୍ ଦାଖଲ କରି କାଉଣ୍ଟରରୁ ଟଙ୍କା ନେଇପାରିବେ। ସେହିପରି ମାର୍ଚ୍ଚ ୨୧ରୁ ଏପ୍ରିଲ୍ ୧୫ ଭିତରେ ଯେଉଁ ଟ୍ରେନ୍ ବାତିଲ୍ ହୋଇନାହିଁ, ସେହି […]

  • Wednesday, 14 July 2021
market
ରାଜଧାନୀରେ ବନ୍ଦ ରହିବ ଏହି ସବୁ ଶୋ'ରୁମ ଓ ଦୋକାନ

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ରାଜଧାନୀରେ ବ୍ୟାପକ ପଦକ୍ଷେପ ନିଆଯାଉଛି। ଜନସମାଗମ ରୋକିବାକୁ ରାଜଧାନୀରେ ବନ୍ଦ ରହିବ ସୋ ରୁମ ଓ ଦୋକାନ। ସାଧାରଣ ପ୍ରଶାସନ ବିଭାଗ ଜାରି କରିଥିବା ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱରରେ କେଉଁ ସବୁ ଦୋକାନ ବନ୍ଦ ରହିବ ତାହା ସ୍ପଷ୍ଟ କରିଛି ବିଏମସି। କଣ ବନ୍ଦ ରହିବ? ସୁନା ଗହଣା ଶୋରୁମ ଇଲେକ୍ଟ୍ରୋନିକ୍ସ ଶୋରୁମ ଓ ଦୋକାନ ଚାରି ଚକିଆ, ଅଟୋମୋବାଇଲ, ବାଇସାଇକେଲ ଶୋରୁମ କ୍ରୀଡ଼ା ସାମଗ୍ରୀ ଶୋରୁମ ଫର୍ଣ୍ଣିଚର ଶୋରୁମ ଗୋଦାମ […]

  • Wednesday, 14 July 2021
travel
ଗାଡ଼ି ଚଳାଚଳ ନେଇ ଆସିଲା ନୂଆ ନିୟମ, କାଲିଠାରୁ ଲାଗୁ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ରାଜଧାନୀରେ ଲାଗୁ ହେବ ଯୁଗ୍ମ-ଅଯୁଗ୍ମ ଫର୍ମୂଲା। ବସ, ଟ୍ୟାକ୍ସି, ଅଟୋରେ ଲାଗୁ ହେବ ଏହି ଫର୍ମୁଲା। ଏହା ଲାଗୁ ହେଲେ ସହରରେ କେବଳ ଯୁଗ୍ମ ନମ୍ବର ଓ ତା’ ପର ଦିନ କେବଳ ଅଯୁଗ୍ମ ନମ୍ବର ଗାଡ଼ି ଚଳାଚଳ କରିବ। ଏହାକୁ ଲାଗୁ କରିବା ପାଇଁ ବିଏମସି ପକ୍ଷରୁ ସ୍ପଷ୍ଟ କରାଯାଇଛି। କରୋନା ମୁକାବିଲା ନେଇ ଅଣ୍ଟା ଭିଡ଼ିଛି ବିଏମସି। ଜନସମାଗମକୁ ରୋକିବାକୁ ଯାଇ ନୂଆ ପଦକ୍ଷେପ। ରାଜଧାନୀରେ ଶନିବାର ଅଡ-ଇଭିନ ଫର୍ମୁଲା ଲାଗୁ […]

  • Wednesday, 14 July 2021
bar
ବନ୍ଦ ହେବ ରେସ୍ତୋରାଁ ଓ ବାର୍

ଭୁବନେଶ୍ୱର: କରୋନା ମୁକାବିଲା ନେଇ ରାଜ୍ୟ ସରକାର ଆହୁରି ତତ୍ପର ହୋଇଛନ୍ତି। କରୋନା ପାଇଁ କଟକଣାକୁ ଆହୁରି ବଢ଼ାଇଲେ ରାଜ୍ୟ ସରକାର। ରେଷ୍ଟୁରାଣ୍ଟ, ବାର୍, କଫି ସପ୍, କ୍ୟାଣ୍ଟିନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ବନ୍ଦ କରିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଟ୍ୟାକ୍ସି ଓ ଅଟୋ ଦିନେ ଛାଡ଼ି ଦିନେ ପରିବର୍ତ୍ତିତ ଭାବେ ଚାଲିବେ। ସବୁ ସପିଂ କଂପଲେକ୍ସ ଓ ଗାଁ ହାଟ କେବଳ ଖାଦ୍ୟ ସାମଗ୍ରୀ ବିକିବେ। […]

  • Wednesday, 14 July 2021
lightning
ବଜ୍ରପାତରେ ୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ। ଆଜି ଅପରାହ୍ଣରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହଠାତ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସୁନ୍ଦରଗଡ଼ ଜିଲ୍ଲା ଧରୁଆଡ଼ିହି ଥାନା ଘଣ୍ଟିବୁଡ଼ ଗାଁରେ ଦୁଇ କେନ୍ଦୁପତ୍ର  ତୋଳାଳିଙ୍କ ମୃତ୍ୟୁ ଘଟିଛି। ସେହିପରି ଗଜପତି ଓ ଜଗତସିଂହପୁର ଜିଲ୍ଲାରେ ୨ ଜଣ ଲେଖାଏଁ ମୃତ୍ୟୁ ହୋଇଛି। କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପଦମପୁର ପଞ୍ଚାୟତର ଚାନ୍ଦିପୋଷ ଗାଁରେ ବଜ୍ରପାତ ହେବାରୁ ୮ଟି ଗୋରୁଙ୍କ ମୃତ୍ୟୁ ହୋଇଛି। କୁଆପଥର […]

  • Wednesday, 14 July 2021
quarantine-centre
ସବୁ ପଞ୍ଚାୟତରେ ଖୋଲିବ କ୍ୱାରେଣ୍ଟାଇନ ସେଣ୍ଟର

ଭୁବନେଶ୍ୱର: ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ କ୍ୱାରେଣ୍ଟାଇନ ସେଣ୍ଟର। ପ୍ରତି ସେଣ୍ଟରରେ ଶଯ୍ୟା, ବିଶୁଦ୍ଧ ପାନୀୟ ଜଳ ଓ ବିଦ୍ୟୁତ ବ୍ୟବସ୍ଥା ଯୋଗାଇ ଦିଆଯିବ। କରୋନା ସଂକ୍ରମଣ ପାଇଁ ସତର୍କତାମୂଳକ ପଦକ୍ଷେପ ଭାବେ ସବୁ ପଞ୍ଚାୟତରେ କ୍ୱାରେଣ୍ଟାଇନ ସେଣ୍ଟର ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ପଞ୍ଚାୟତକୁ ଏଥିଲାଗି ୫ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ସରକାରୀ ହାଇସ୍କୁଲରେ କ୍ୱାରେଣ୍ଟାଇନ୍ ସେଣ୍ଟର ଲାଗି ସବୁ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ପୁରା ସେଣ୍ଟର […]

  • Wednesday, 14 July 2021
d
କରୋନା ପାଇଁ କ'ଣ ବନ୍ଦ ହେବ ଓ କ'ଣ ଖୋଲା ରହିବ ଜାଣନ୍ତୁ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି। ମଲ, ପାର୍କ, ସିନେମା ହଲ, ସୁଇମିଂ ପୁଲ, ଜିମ ସେଣ୍ଟର ଆଦି ବନ୍ଦ କରାଯାଇଛି। କିନ୍ତୁ ଦ୍ୱୈତ ନଗରୀରେ ଖାଦ୍ୟ ଓ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନଗୁଡିକ ଖୋଲା ରଖିବାକୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ କଟକ ଓ ଭୁବନେଶ୍ୱରରେ ତେଜରାତି ଦୋକାନ, ଫଳ, ‍କ୍ଷାର, ଔଷଧ ଦୋକାନ ଖୋଲା ରହିବ। କେବଳ ସେତିକି […]

  • Wednesday, 14 July 2021
mask1
କେତେବେଳେ ମାସ୍କ ପିନ୍ଧିବା ଆବଶ୍ୟକ?

ଭୁବନେଶ୍ୱର: ବଜାରରେ ମାସ୍କର ପ୍ରବଳ ଚାହିଦା। ଔଷଧ ଦୋକାନ ଠାରୁ ଆରମ୍ଭ କରି ରାସ୍ତା କଡ଼ରେ ମିଳୁଛି ମାସ୍କ। କରୋନା ସଂକ୍ରମଣ ଆଶଙ୍କାରେ ଛୋଟ ପିଲାଠୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ମାସ୍କ ବ୍ୟବହାର କରୁଛନ୍ତି। ରାଜଧାନୀ ଭୁବନେଶ୍ୱରର ଔଷଧ ଦୋକାନଗୁଡିକରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳୁଛି। ଏପରିକି ଦୋକାନ ଆଗରେ ଲମ୍ବା ଲାଇନରେ ଛିଡ଼ା ହେଉଛନ୍ତି। ହେଲେ ଏବେ ବି ଅନେକ ଲୋକ ମାସ୍କକୁ ନେଇ ସମ୍ପୂର୍ଣ୍ଣ ଭାବେ ସଚେତନ ନାହାନ୍ତି। ଜାଣନ୍ତୁ […]

  • Wednesday, 14 July 2021
matric
କାଲିଠୁ ମାଟ୍ରିକ ଖାତା ମୂଲ୍ୟାୟନ; ଗହଳି ରୋକିବାକୁ ୩ଟି ପର୍ଯ୍ୟାୟରେ ଖାତାଦେଖା

ଭୁବନେଶ୍ୱର: ମାଟ୍ରିକ୍ ଖାତା ମୂଲ୍ୟାୟନ ସମୟରେ କରୋନା ସତର୍କତା ଅବଲମ୍ବନ କରାଯିବ। ଶି‍କ୍ଷକ ଓ ଶିକ୍ଷୟତ୍ରୀ ସାନିଟାଇଜର ବ୍ୟବହାର କରିବେ ଓ ନିଜ ନିଜ ମଧ୍ୟରେ ଦୂରତା ରକ୍ଷା କରି ଖାତା ଦେଖିବେ ବୋଲି ମାଧ୍ୟମିକ ଶିକ୍ଷା ବୋର୍ଡ ସୂଚନା ଦେଇଛି। ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ମାଟ୍ରିକ୍ ଖାତା ମୂଲ୍ୟାୟନ। ତେବେ ଖାତା ଦେଖା ବେଳେ କରୋନା ସତର୍କତା ଅବଲମ୍ବନ କରାଯିବ। ସବୁ ଡିଇଓ, ବିଇଓ ଓ ଚିଫ୍ ଏକଜାମିନରଙ୍କୁ ଭିଡିଓ କନଫରେନସିଂ ଜରିଆରେ ସ୍କୁଲ […]

  • Wednesday, 14 July 2021
coronna
ସଚେତନତା ହିଁ କରୋନାର ପ୍ରତିଷେଧକ: ସୁସ୍ଥ ହେଲେଣି ୮୪,୩୦୭

ଭୁବନେଶ୍ୱର: ବିଶ୍ୱ ମହାମାରୀ କରୋନା ଭାଇରସ୍ ତଥା ‘କୋଭିଡ୍-୧୯’କୁ ନେଇ ଛାନିଆ  ନହେବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ଏହାସହ କେବଳ ସତର୍କତାମୂଳକ ପଦକ୍ଷେପ ନେଲେ ଏହି ମହାମାରୀକୁ ଏଡାଇ ପାରିବା ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ କହିଛି। ଭାରତରେ ଏହି ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶରେ ମୋଟ ୧୧୫ ଜଣଙ୍କ ଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ସେଥିରେ ଜଣେ ଓଡ଼ିଶାର ଅଛନ୍ତି। ଦେଶରେ ଆକ୍ରାନ୍ତଙ୍କ […]

  • Wednesday, 14 July 2021