• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

deadbody
ବନ୍ଦ କୋଠରୀରୁ ମିଳିଲା ମା’, ଝିଅଙ୍କ ଶବ, ଜଙ୍ଗଲରୁ ମିଳିଲା ବାପାଙ୍କ ମୃତଦେହ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୋଇଡ଼ା ଅଞ୍ଚଳରେ ଚାଞ୍ଚଲ୍ୟଘର ଘଟଣା ଘଟି ଯାଇଛି।  ଗୋଟିଏ ପରିବାରର ୩ବର୍ଷ ଝିଅ ସମେତ ୩ ଜଣ ସଦସ୍ୟଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି।  ଏହି ଘଟଣା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଏହି ପରିବାର କୋଇଡାର ମସଜିଦ୍ ଗଳିରେ ଏକ ଭଡ଼ା ଘରେ ରହୁଥିଲେ। ବନ୍ଦ ଘରୁ ମା’ ଓ ୩ ବର୍ଷର ଝିଅର ମୃତଦେହ ଉଦ୍ଧାର କରାଯାଇଛି। ତେବେ ନିକଟସ୍ଥ ଜଙ୍ଗଲରୁ ବାପାଙ୍କର ମୃତଦେହ ଉଦ୍ଧାର ହୋଇଛି।  ପୋଲିସ […]

  • Tuesday, 13 July 2021
court
୭ ଦିନ ପାଇଁ ସିଲ୍‌ ହେଲା ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ। ଘରଠୁ ଅଫିସ ସବୁଆଡ଼ୁ ବାହାରୁଛନ୍ତି ପୁଳା ପୁଳା ପଜିଟିଭ। ଗତକାଲି ସନ୍ଧ୍ୟାରେ ବିଏମ୍‌ସି ପକ୍ଷରୁ ମାର୍କେଟ ବିଲ୍‌ଡିଂ ସିଲ କରାଯାଇଥିବାବେଳେ ଆଜି ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍‌ କରିଦିଆଯାଇଛି। କରୋନା ଗାଇଡଲାଇନକୁ ଉଲଂଘନ କରିଥିବାରୁ ଗତକାଲି ମାର୍କେଟ ବିଲ୍ଡିଂକୁ ସିଲ କରିଛି ବିଏମସି। ୪୮ ଘଣ୍ଟା ପାଇଁ  DCP ଓ BMC ଜୋନାଲ କମିଶନରଙ୍କ ଉପସ୍ଥିତିରେ ସିଲ୍ କରାଯାଇଛି।  ଶନିବାର ଓ ରବିବାର ସଟଡାଉନ ରହିବା ପରେ ସୋମବାରଠାରୁ […]

  • Tuesday, 13 July 2021
rain
ତାତିରୁ ମିଳିବ ଆଶ୍ୱସ୍ତି ! ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର:  ପ୍ରଚଣ୍ଡ ଗ୍ରୀଷ୍ମରେ ସିଝୁଛି ରାଜ୍ୟ। ପ୍ରବଳ ଗ୍ରୀଷ୍ମତାପରେ ସାରା ସହର ଛଟପଟ ହେଉଛି। ୧୧ଟା ପରେ ବାହାରକୁ ବାହାରିବା କଷ୍ଟକର ହେଇପଡ଼ୁଛି। ଗ୍ରୀଷ୍ମ ତାପରେ ଛଟପଟ ହେଉଛନ୍ତି ରାଜଧାନୀବାସୀ। ତେବେ ରାଜ୍ୟବାସୀଙ୍କୁ ପ୍ରଚଣ୍ଡ ତାପରୁ  ମିଳିପାରେ ସାମାନ୍ୟ ଆଶ୍ୱସ୍ତି। ବଦଳିପାରେ ପାଗର ମିଜାଜ୍।  ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ,  ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ। ରାଜ୍ୟର ବିଭିନ୍ନ ସ୍ଥାନରେ  ସ୍ୱଳ୍ପ ଓ ମଧ୍ୟମଧରଣର ବର୍ଷା ଓ ଘଡ଼ଘଡ଼ି […]

  • Tuesday, 13 July 2021
manoj-das
ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନୋଜ ଦାସଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ରାଷ୍ଟ୍ରୀୟ ସମ୍ମାନ ସହ ହେବ ସାହିତ୍ୟ ଜଗତର ଅନ୍ୟତମ ଯୁଗପୁରୁଷ ମନୋଜ ଦାସଙ୍କ ଶେଷକୃତ୍ୟ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ ଯୋଗେ ଏହି ସୂଚନା ଦିଆଯାଇଛି । ଏହି ଶେଷକୃତ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେବେ ବୋଲି ସିଏମ୍ଓ ଟୁଇଟ କରିଛି। ଗତକାଲି ପୁଡୁଚେରୀ ଅରବିନ୍ଦ ଆଶ୍ରମ ନର୍ସିଂହୋମ୍‌ରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ବିଶିଷ୍ଟ ସାରସ୍ୱତ ସାଧକ ମନୋଜ ଦାସ।ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତାରୁ ଚିକିତ୍ସାଧୀନ ଥିବା ମନୋଜ […]

  • Tuesday, 13 July 2021
covid affected woman
‘ମରିଯିବି ପଛେ କୋଭିଡ କେନ୍ଦ୍ରକୁ ଯିବିନି...’

କଟକ: କରୋନାର କରାଳ ରୂପରେ ଉଜୁଡି ଯାଉଛି ଘର ସଂସାର। ଛିଣ୍ଡି ଯାଉଛି  ମମତାର ବନ୍ଧନ। ଭୂତ ପରି ଯେମିତି ଡରଉଛି କରୋନାର ବିକଟାଳ ଚେହେରା। ଯୁଆଡେ ଚାହିଁଲେ ଲାଗୁଛି ଯେମିତି ମୃତ୍ୟୁ ଦୂତ ସାଜି ଠିଆ ହୋଇଛ କରୋନା ଭାଇରସ।  ନିକଟରେ ଜଣେ କରୋନା ରୋଗୀ କୋଭିଡ୍ ସେଣ୍ଟରରୁ ଖସି  ପଳାଇଗଲେ, ଆଉ ତାଙ୍କୁ ଧରିବା ପାଇଁ କୋଭିଡ ସେଣ୍ଟର କର୍ମଚାରୀମାନେ ଝାଳନାଳ ହୋଇ ଯାଇଥିଲେ। ଶେଷରେ ନବସତି ଆଡ଼କୁ ଯିବା ପୂର୍ବରୁ ତାଙ୍କୁ କାବୁ […]

  • Tuesday, 13 July 2021
corona-update
ଚିନ୍ତା ବଢାଇଲା କରୋନା; ଆଜି ସଂକ୍ରମଣ ୮ ହଜାର ଟପିଲା, ଆଖି ବୁଜିଲେ ୧୦

ଭୁବନେଶ୍ୱର: କରୋନା ଦୈନିକ ସଂକ୍ରମଣ ଗତ କିଛି ଦିନ ଧରି ୬ ହଜାର ଉପରେ ଥିବାବଳେ ଆଜି ବିସ୍ଫୋରକ ରୂପ ନେଇଛି।  ଆଜି ରାଜ୍ୟରେ କରୋନା ସଂକ୍ରମଣ ୮ ହଜାର ଟପିଛି। ଆଜି ରାଜ୍ୟରୁ ୮୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୮୧ କ୍ୱାରେଣ୍ଟିନରେ ଥିବାବେଳେ ୩୬୦୫ ଲୋକାଲ କଣ୍ଟାକ୍ଟ ବୋଲି ଜଣାପଡ଼ିଛି। ଆଜି ବି ଖୋର୍ଦ୍ଧା ଜିଲ୍ଲା ଆଗରେ ରହିଛି। ଆଜି ଜିଲ୍ଲାରୁ  ସର୍ବାଧିକ ୧୮୪୦ ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା […]

  • Tuesday, 13 July 2021
pradip majhi
ପିପିଲି ଉପନିର୍ବାଚନ ନେଇ କଂଗ୍ରେସ-ବିଜେପି ମୁହାଁମୁହିଁ

ଭୁବନେଶ୍ୱର: ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜଙ୍କ ମୃତ୍ୟୁ ପାଇଁ ସ୍ଥଗିତ ରହିଥିଲା। ଉପନିର୍ବାଚନ ତାରିଖକୁ ମେ’ ୧୬ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। ହେଲେ ସାରା ଦେଶରେ କରୋନା ସ୍ଥିତି ଯେପରି ଲାଗି ରହିଛି ତାହାକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରିବା ପାଇଁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଗତ ୧୪ ତାରିଖ କରୋନାରେ କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜଙ୍କ ମୃତ୍ୟୁ ଘଟିଥିଲା।  ଅଜିତ୍‌ଙ୍କ ମୃତ୍ୟୁର କିଛି […]

  • Tuesday, 13 July 2021
corona testing
ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ସହ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତକାଲି ରାଜ୍ୟରେ  ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ଏହାର ସଂଖ୍ୟା ବୃଦ୍ଧି ପାଇଛି। କରୋନାକୁ ନେଇ ସବୁଠାରୁ ଚିନ୍ତା ସୃଷ୍ଟି କରିଛି ଖୋର୍ଦ୍ଧା ଜିଲ୍ଲା। ଏହି ଜିଲ୍ଲାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିଂହ୍ନଟ ହେଉଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଏହି ଜିଲ୍ଲାରେ ସର୍ବାଧିକ। ୨୪ ଘଣ୍ଟା ମଧ୍ୟରେ ଏହି […]

  • Tuesday, 13 July 2021
cbk mohanty
ରାଜ୍ୟରେ ପ୍ଲାଟୋ ସ୍ଥିତିରେ ରହିଛି କରୋନା-DMET ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ବଢି ଚାଲିଛି। ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଟପିଲାଣି । ରାଜ୍ୟରେ ପ୍ଲାଟୋ ସ୍ଥିତିରେ ରହିଛି କରୋନା। ଆଜି ଏନେଇ ସୂଚନା ଦେଇଛନ୍ତି DMET ନିର୍ଦ୍ଦେଶକ ପ୍ରଫେସର ସିବିକେ ମହାନ୍ତି। ଗତ ୫ ଦିନ ଧରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୋଟିଏ ସ୍ତରରେ ରହୁଛି। ଲଗାତାର ୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପରିକି ଗତ ୨୪ ଘଣ୍ଟା ମଧ୍ୟରେ୬, ୫୯୯ କରୋନା […]

  • Tuesday, 13 July 2021
Bara_OK
ସୀମା ପାର ହେବାକୁ ଦେଲାନି ପୋଲିସ; ବାହା ହେବା ପାଇଁ ଆସି ହଟହଟା ବର

ଜଳେଶ୍ୱର:କରୋନା ପାଇଁ ହଟହଟ୍ଟା ହେଲେ ବର। ଜଣେ ନୁହେଁ, ଦୁଇ ଦୁଇ ଜଣ ବର।  ବାହା ହେବାପାଇଁ ଛାଡ଼ିଲାନି ପୋଲିସ। ବହୁ ସମୟ ପର୍ଯ୍ୟନ୍ତ ବରଯାତ୍ରୀ, ବର ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ଅଟକି ରହିଲେ। ବହୁ ଯୁକ୍ତିତର୍କ ହେଲା। ଶେଷରେ ଜଣେ ବର ହତାଶ ହୋଇ ଫେରି ଯାଇଛନ୍ତି। ଅଟକି ଯାଇଛି ତାଙ୍କର ବାହାଘର। କରୋନା କଟକଣା ଯୋଗୁଁ ଆଜି ଜଳେଶ୍ୱରସ୍ଥିତ ଲକ୍ଷ୍ମଣନାଥ ତନଖି ଫାଟକରେ କଡାକଡି ହୋଇଛି କଟକଣା। ପଶ୍ଚିମବଙ୍ଗରୁ ଦାନ୍ତୁଲୁ ଏବଂ ବେଦଲାରୁ ଆସୁଥିଲେ ଦୁଇ […]

  • Tuesday, 13 July 2021
corona
କଣ୍ଟା ସାଜିଲା କରୋନା; ମଲା ପରେ ମା’ଙ୍କୁ ମୁଖାଗ୍ନି ଦେଲାନି ପୁଅ

ସମ୍ବଲପୁର: କରୋନା ମା’-ପୁଅଙ୍କ ମଧ୍ୟରେ ସାଜିଥିଲା କଣ୍ଟା । ସମ୍ପର୍କରେ ଠିଆ କରିଦେଲା ପାଚେରୀ। ଯେଉଁ ପୁଅକୁ କୋଳେଇକାଖେଇ ମା’ ମଣିଷ କରିଥିଲା, ଯାହାର ରୋଗ ଟିକିଏ ହେଲେ ରାତି ଉଜାଗର ରହି ଜଗି ବସୁଥିଲା ସେଇ ମା’ ଆଜି କରୋନା ପାଇଁ ଅସ୍ପୃଶ୍ୟ ହୋଇଗଲା। ରୋଗ ବ୍ୟାପିବା ଭୟରେ ମା’କୁ ପର କରିଦେଲା ପୁଅ। ଏପରିକି  ଜୀବନର ଶେଷ ଯାତ୍ରାରେ କାନ୍ଧ ଦେବାକୁ ବି ମନା କରିଦେଲା। ଏପରି ଏକ ଅମାନବୀୟ ଘଟଣା ଘଟିଛି ସମ୍ବଲପୁର […]

  • Tuesday, 13 July 2021
Capture
ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ୨୪ରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର: ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯିବ । ଏଥିପାଇଁ ଆସନ୍ତା ୨୪ ତାରିଖରୁ ପଂଜୀକରଣ ହେବ । ଟିକା ନେବାକୁ ଇଚ୍ଛୁକ ବ୍ୟକ୍ତିମାନେ କୋ ୱିନ୍ ପୋର୍ଟାଲରେ ପଂଜୀକରଣ କରିପାରିବେ। ମେ’ ପହିଲାରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ରୁ ୪୫ବର୍ଷ ବୟସର ବ୍ୟକ୍ତିମାନଙ୍କୁ ଟିକା ଦିଆଯିବ। ରାଜ୍ୟରେ ୪୨ ପ୍ରତିଶତ ଏହି ବୟସ୍କ ଲୋକମାନେ ଅଛନ୍ତି । […]

samir das
ପ୍ଲସ୍‌ ଟୁ ପରୀକ୍ଷା ବାତିଲ୍ ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ, ମନ୍ତ୍ରୀ କହିଲେ.....

ଭୁବନେଶ୍ୱର: ମାଟ୍ରିକ୍ ପରେ ଏବେ ପ୍ଲସ୍‌ ଟୁ ପରୀକ୍ଷା ବାତିଲ୍ ଦାବି ଜୋର ଧରିଲା। ପରୀକ୍ଷା ବାତିଲ୍‌ ଦାବି ନେଇ ଯୁକ୍ତ ଦୁଇ  ଛାତ୍ରଛାତ୍ରୀ ରାସ୍ତାକୁ ଓହ୍ଲାଇଛନ୍ତି।  ବିଭିନ୍ନ କଲେଜର ଛାତ୍ରଛାତ୍ରୀ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ  ଆନ୍ଦୋଳନ କରିଛନ୍ତି । ପୂର୍ବରୁ ମାଟ୍ରିକ୍ ଛାତ୍ରଛାତ୍ରୀ ଆନ୍ଦୋଳନ କରିବା ପରେ ୧୦ମ ବୋର୍ଡ ପରୀକ୍ଷା ବାତିଲ୍ କରିଥିଲେ ସରକାର । କରୋନା ସଂକ୍ରମଣ ପାଇଁ ଏବେ ପ୍ଲସ୍ ଟୁ ପରୀକ୍ଷା ସ୍ଥଗିତ ରହିଛି । ଏ ସମ୍ପର୍କରେ ସୂଚନା […]

  • Tuesday, 13 July 2021
Capture
ପିପିଲି ଉପନିର୍ବାଚନ: ଲଢ଼ିବେନି ଅଜିତ୍‌ଙ୍କ ପରିବାର

ପିପିଲି: କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ କିଏ ହେବ ପ୍ରାର୍ଥୀ ? ଏ ନେଇ ଦଳରେ ଚାଲିଥିବା ହିସାବ ନିକାଷ ସରିନି। ତେବେ ଆଜି ସଂନ୍ଧ୍ୟା ସୁଦ୍ଧା ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ  ତାର ପ୍ରାର୍ଥୀ ଘୋଷଣା କରିବ। ଏ ନେଇ  ସୂଚନା ଦେଇଛନ୍ତି କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। । ପୂର୍ବରୁ ଅନୁମାନ କରାଯାଉଥିଲା, ଅଜିତଙ୍କ ପରିବାରରୁ କାହାକୁ ହେଲେ ପ୍ରାର୍ଥୀ କରିବ ଦଳ। ହେଲେ କଂଗ୍ରେସର ଏହି […]

covid-19
କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲା ବିଏମ୍‌ସି; ନେଲା ଏମିତି ପଦକ୍ଷେପ

ଭୁବନେଶ୍ୱର:‌ ରାଜ୍ୟରେ  କରୋନା ସ୍ଥିତି ସାଂଘାତିକ ରୂପ ନେଲାଣି। ଗତକାଲି କରୋନା ସଂକ୍ରମିତଙ୍କ ସଂଖ୍ୟା  ୪,୮୫୧ ଥିବାବେଳେ ୫ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିଲା। ଆଜି ସଂକ୍ରମିତ ଏବଂ ମୃତ୍ୟୁ ହାର ପୁଣି ବୃଦ୍ଧି ପାଇଛି। ଆଜି ଦିନକରେ ରାଜ୍ୟରୁ ୬ହଜାର୧୬୪ ଜଣ ରୋଗୀ ବାହାରିଛନ୍ତି। ରାଜ୍ୟରେ କରୋନାରେ ଗତ ୨୪ ଘଣ୍ଟା ମଧ୍ୟରେ  ୭ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମରେ ବଢ଼ିଲା ରାପିଡ଼ ରେସ୍ପନସ ଟିମ ବା RRT ସଂଖ୍ୟା। ବିଏମସିର ୬୭ଟି ଓ୍ୱାର୍ଡ […]

  • Tuesday, 13 July 2021
pradipta naik
ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ୍ତ ନାୟକ ଦ୍ୱିତୀୟ ଥର ପାଇଁ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟୁଇଟ୍ କରି ଆଜି ସୂଚନା ଦେଇଛନ୍ତି ପ୍ରଦୀପ୍ତ । ଏହାସହ ଯେଉଁମାନେ ଗତ ୫ ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇନେବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ପ୍ରଦୀପ୍ତ କହିଛନ୍ତି। ପୂର୍ବରୁ […]

  • Tuesday, 13 July 2021
ICU
ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ଯଥେଷ୍ଟ ବେଡ, ଆଇସିୟୁ ଅଛି -ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଖ୍ୟା ୪ ହଜାର ଟପିଛି। ପରିସ୍ଥିତିକୁ ଦେଖି କରୋନା ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତି ଜାରି ରଖିଛନ୍ତି । ପୁଣି କୋଭିଡ ହସ୍‌ପିଟାଲ ଖୋଲିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟରେ ଏବେ କୋଭିଡ ରୋଗୀଙ୍କ ପାଇଁ ବିଭିନ୍ନ ହସ୍ପିଟାଲରେ ୯ ହଜାର ୮ଟି ବେଡ୍ ରହିଛି । ଘରୋଇ ହସ୍ପିଟାଲରେ ୪ ହଜାର ୬୪୦ ବେଡ୍ […]

  • Tuesday, 13 July 2021
election
ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପିପିଲି: ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଅକସ୍ମାତ ବିୟୋଗ ପରେ ଏପ୍ରିଲ ୧୭ ତାରିଖରେ ହେବାକୁ ଥିବା ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଏବେ ଏହି ବିଧାନସଭା ଆସନରେ ଉପନିର୍ବାଚନ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ସାନି ବିଜ୍ଞପ୍ତି ଅନୁସାରେ, ମେ’ ୧୩ରେ ନିର୍ବାଚନ ହେବ। ଏପ୍ରିଲ ୨୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଏପ୍ରିଲ ୨୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ଏପ୍ରିଲ ୨୯ ତାରଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ […]

  • Tuesday, 13 July 2021
srimandira
ରାତି ୮ଟାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ମନା

ପୁରୀ: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ଚେନ୍‌କୁ ଭାଙ୍ଗିବା ଲାଗି କଟକଣାକୁ କଡାକଡି କରିଛନ୍ତି ସରକାର । ଛତିଶଗଡ ସୀମାନ୍ତ ୧୦ ଜିଲ୍ଲାରେ ଆଜିିଠାରୁ ସଂଧ୍ୟା ୬ରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଲାଗୁ ହେବ । ସେହିପରି ଏସବୁ ଜିଲ୍ଲାର ସହରାଞ୍ଚଳରେ ଶନିବାର ଓ ରବିବାର ସପ୍ତାହାନ୍ତ ସଟ୍‌ଡାଉନ୍ ବି ଲାଗୁ ହୋଇଛି । ଆଜିଠାରୁ ପ୍ରତି ଶନିବାର ଓ ରବିବାର ହେବ ସଟ ଡାଉନ ହେବ।  ନାଇଟ କର୍ଫ୍ୟୁ ପାଇଁ ଆଜି ରାତି […]

  • Tuesday, 13 July 2021
navin
ଖୋଲା ବଜାରରେ ଟିକା ଉପଲବ୍ଧ କରାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର:ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। ଦିନକୁ ଦିନ ହୁ ହୁ ହୋଇ ବଢିଯାଇଛି। ଏପଟେ ଟିକାକରଣ ଚାଲିଥିଲେ ମଧ୍ୟ ଟିକା ପର୍ଯ୍ୟାପ୍ତ ପରିମାଣର ମିଳୁନାହିଁ। ପରିସ୍ଥିତିକୁ ଦେଖି ଟିକା ଯୋଗାଣ ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୋଲା ବଜାରରେ ମିଳୁ କରୋନା ଟିକ।  ଖୋଲା ବଜାରରେ ଟିକା ଉପଲବ୍ଧ କରାଇବାକୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି। ସେ କହିଛନ୍ତି, ଟିକା […]

  • Tuesday, 13 July 2021
maa-pachhe-pachhe
ସହି ପାରିଲେନି ପୁଅର ମୃତ୍ୟୁ, ଅଜିତଙ୍କ ପରେ ପରେ ଆଖି ବୁଜିଲେ ମା’

ଭୁବନେଶ୍ୱର:  ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜଙ୍କ ଗତ ୧୪ ତାରିଖରେ ପରଲୋକ ହୋଇଯାଇଛି। ତାଙ୍କ ବିୟୋଗ ପରେ ପରିବାର ଲୋକଙ୍କ ଆଖିରୁ ଲୁହ ଶୁଖିନି, ଏବେ ପୁଣି ଏକ ବିପତ୍ତି ମାଡ଼ି ଆସିଛି। ପୁଅ ଯିବାର ୪ ଦିନ ପରେ  ସ୍ୱର୍ଗତ ଅଜିତଙ୍କ ମା’ ଆଖି ବୁଜି ଦେଇଛନ୍ତି। ଅଜିତ ମଙ୍ଗରାଜଙ୍କ ମା କ୍ଷେତ୍ରମଣିଙ୍କର ଏକ ଘରୋଇ ହସ୍‌ପିଟାଲରେ ଗତକାଲି ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ପୁଅର ବିଚ୍ଛେଦ ସହି ପାରିଲେନି ମା’। ଯେଉଁ ପୁଅ […]

hassina-hider wife
ହାଇଦର ଫେରାର ପଛରେ ପରିବାରର ସଂପୃକ୍ତି ଅଛି କି ? ଏମିତି ଉତ୍ତର ଦେଲେ ପତ୍ନୀ ହାସିନା

ଭୁବନେଶ୍ୱର: କିଡ୍‌ନୀ ସମସ୍ୟାର ଚିକିତ୍ସା କରିବା ବାହାନରେ ଜେଲରୁ ଆସି ଏସ୍‌ସିବିରେ ରହିଲା କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର। ଏପ୍ରିଲ ୧୦ରେ ଏସସିବିରୁ ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଥିଲା ହାଇଦର। ହେଲେ ଏସ୍‌ସିବିରୁ କେମିତି ଖସି ପଳାଇଲା ହାଇଦର ? କିଏ ତାକୁ ସହଯୋଗ କରିଥିଲା ? ଏହା ପଛରେ ବଡ ହାତ ରହିଛି ବୋଲି ଅଭିଯୋଗ ଆଣିଥିଲେ ବିରୋଧୀ। ତେବେ ପରିବାର ଲୋକଙ୍କ ସହଯୋଗରେ ସେ ଫେରାର ହୋଇଥିବା କୁହାଯାଉଥିଲା। ହାଇଦରକୁ ତେଲେଙ୍ଗାନର ସାଙ୍ଗାରେଡ୍ଡି ଜିଲ୍ଲାରୁ […]

  • Tuesday, 13 July 2021
cp
ହାଇଦରକୁ ଖସିବାରେ କିଏ ସାହାଯ୍ୟ କରିଥିଲା, ଏହା ପଛରେ କାହାର ଭୂମିକା ରହିଛି, ସବୁ ସତ ଓଗାଳିବୁ-ସିପି

ଭୁବନେଶ୍ୱର: ପୋଲିସକୁ ଚକ୍‌ମା ଦେଇ ଖସି ପଳାଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟରକୁ ଶେଷରେ ଧରିଛି କମିଶନରେଟ ପୋଲିସ। ୫ ଦିନ ତଳେ କଟକ ବଡ଼ମେଡିକାଲରୁ ଫେରାର ମାରିଥିଲା ସେଖ୍ ହାଇଦର। ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରୁ ତେଲେଙ୍ଗାନା ପୋଲିସ ସହାୟତାରେ ତାକୁ ଗତକାଲି ସନ୍ଧ୍ୟାରେ ଗିରଫ କରାଯାଇଛି। ହାଇଦର ଫେରାର ହେବା ପରେ କଡା ସମାଲୋଚନାର ଶିକାର ହୋଇଥିଲା ପୋଲିସ। ଏହା ହାଇଦରର ସୁଚିନ୍ତିତ ଷଡ଼ଯନ୍ତ୍ର ଏବଂ ଏଥିରେ ବଡ ବଡ ହାତ ରହିଥିବା ବିରୋଧି ଅଭିଯୋଗ ଆଣିଥିଲେ। ସେଥିପାଇଁ […]