• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Prisoner
ବିଚାରାଧୀନ କଏଦୀଙ୍କୁ କରୋନା

ଯାଜପୁର: ଯାଜପୁର ଉପକାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କଏଦୀ ଜଣକ ଅଣ ଓଡିଆ ହୋଇଥିବାବେଳେ ପତ୍ନୀକୁ ହତ୍ୟା ଅଭିଯୋଗରେ ବିଂଝାରପୁର ପୁଲିସ୍‌ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କଏଦୀଙ୍କ ସ୍ୱାବ୍‌ ସଂଗ୍ରହ ହୋଇଥିବାବେଳେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ଆକ୍ରାନ୍ତ ଜଣଙ୍କୁ କୋଭିଡ଼ କେୟାରକୁ ପଠାଯାଇଛି। ଏହି ଘଟଣା ପରେ ବିଂଝାରପୁର ଥାନାର ୨୨ ଜଣ କର୍ମଚାରୀଙ୍କ ସ୍ୱାବ୍‌ ଟେଷ୍ଟ ପାଇଁ ପଠାଯାଇଛି। ଅତି ଜରୁରୀ କାମ […]

  • Tuesday, 13 July 2021
sobhayatra
ପ୍ରତାପ ଜେନାଙ୍କ ଗିରଫ ଦାବିରେ ବିଜେପିର ବିଧାନସଭା ଘେରାଉ ଉଦ୍ୟମ; ଶତାଧିକ କର୍ମୀ ଅଟକ

ଭୁବନେଶ୍ୱର: ମହାଙ୍ଗା ଡବଲ ମର୍ଡରକୁ ନେଇ ରାସ୍ତାକୁ ଓହ୍ଲାଇଲା ବିଜେପି। ଏହି ଘଟଣାରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କ ଗିରଫ ଦାବିରେ ବିଜେପି ଆରମ୍ଭ କରିଛି ସଦଭାବନା ଯାତ୍ରା । ଶତାଧିକ ସଂଖ୍ୟାରେ ବିଜେପି କର୍ମୀ ବିଧାନସଭା ଅଭିମୁଖେ ସଦଭାବନା ଯାତ୍ରା କରିଛନ୍ତି । ମନ୍ତ୍ରୀ ପ୍ରତାପ ଜେନାଙ୍କ ଗିରଫ ଦାବିରେ ବିଧାନସଭା ଘେରାଉ ଉଦ୍ୟମ କରିଛି ବିଜେପି। ଶହ ଶହ ସଂଖ୍ୟାରେ ବିଜେପି କର୍ମୀ ଏକାଠି ହୋଇ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବିଧାନସଭା […]

  • Tuesday, 13 July 2021
Teacher
ପ୍ରଥମେ ନେଇଗଲେ, ପରେ ଚାକିରି ଫେରାଇଲେ ସରକାର

ସୁନ୍ଦରଗଡ଼: ଦୃଷ୍ଟିହୀନ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡାଙ୍କୁ ପୁନଃ ନିଯୁକ୍ତି ଦେଲେ ସରକାର । ଚାକିରି ସମୟରେ ଦୃଷ୍ଟି ଶକ୍ତି ହରାଇଥିଲେ ସୁନ୍ଦରଗଡ଼ ଭେଡାବାହାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡା । ପରେ ତାଙ୍କୁ ଚାକିରି କରିବାରେ ଅକ୍ଷମ ଦର୍ଶାଇ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା । ଏନେଇ ଓଟିଭିରେ ଖବର ପ୍ରସାରଣ ପରେ ଗଣଶିକ୍ଷା ମନ୍ତ୍ରୀ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ପରେ ସହକାରୀ ଶିକ୍ଷୟିତ୍ରୀ ତପେଶ୍ୱରୀ ପଣ୍ଡାଙ୍କୁ ପୁନଃ ନିଯୁକ୍ତି ଦିଆଯାଇଥିବା […]

  • Tuesday, 13 July 2021
mo jibani mo upasana
ଜୀବନ ସଂଘର୍ଷର କାହାଣୀ କହିବ ‘ମୋ ଜୀବନ, ମୋ ଉପାସନା’

ଭୁବନେଶ୍ୱର: ‘ମୋ ଜୀବନ, ମୋ ଉପାସନା’ରେ ରହିଛି ଜୀବନ ସଂଘର୍ଷର କାହାଣୀ। ସେହି ସଂଘର୍ଷ ନିରନ୍ନ, ନିରକ୍ଷର, ନିଷ୍ପେଷିତ ଆଦିବାସୀଙ୍କର। ଏମାନଙ୍କ ଅଧିକାର ପାଇଁ ଲଢୁଥିବା ଜଣେ ଦୁର୍ଦ୍ଦର୍ଷ ଯୋଦ୍ଧାର। ରାଜଭବନଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ‌୍‍ଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି ଓଡ଼ିଶାର ବର୍ଷିାୟାନ ଭୁଦାନ ଓ ସର୍ବୋଦୟ ନେତା, ବିଶିଷ୍ଟ ଶିକ୍ଷାବିତ‌୍‍ ତଥା କବି କୃଷ୍ଣ ସିଂହଙ୍କ ଦ୍ୱାରା ପ୍ରକାଶିତ ଆତ୍ମ ଜୀବନୀ  ‘ମୋ ଜୀବନ ମୋ ଉପାସନା’ ର ଦ୍ୱିତୀୟ ସଂକଳନ । ଏହି […]

  • Tuesday, 13 July 2021
heavy rainfall
ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]

laxmanananda
ଦେଇଥିବା ସହାୟତା ରାଶି ଫେରାଇବାକୁ କହିଲେ ଏସ୍‌ପି: ଆତ୍ମାହୁତି ଧମକ ଦେଲେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପୁଅ

ଫୁଲବାଣୀ: ପୁଣି ଚର୍ଚ୍ଚାକୁ ଆସିଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ଘଟଣା । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପୁଅଙ୍କୁ ଦିଆଯାଇଥିବା ଅନୁକମ୍ପା ରାଶି ଫେରାଇବାକୁ କନ୍ଧମାଳ ପୋଲିସ ନୋଟିସ୍ ଦେଇଛି । ୨୦୧୫ରେ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ପୁଅ ଲୋକନାଥଙ୍କୁ ଅନୁକଂପା ରାଶି ବାବଦରେ ୨ ଲକ୍ଷ ଟଙ୍କାର ଏକ ଚେକ୍ ପ୍ରଦାନ କରାଯାଇଥିଲା । ମାତ୍ର ଭୁଲରେ ଏହି ଚେକ୍ ଦିଆଯାଇଥିବା ଦର୍ଶାଇ ତୁରନ୍ତ ଟଙ୍କା ଫେରାଇବାକୁ ଲୋକନାଥଙ୍କୁ କନ୍ଧମାଳ ଏସ୍‌ପିଙ୍କ କାର୍ଯ୍ୟାଳୟରୁ ନୋଟିସ୍ ଯାଇଛି । ତେବେ […]

  • Tuesday, 13 July 2021
odisha
ଅଜ୍ଞାତ ସ୍ଥାନରୁ ଉଦ୍ଧାର ହେଲେ ଅପହୃତ ବ୍ୟବସାୟୀ

ସମ୍ବଲପୁର: ଅଜ୍ଞାତ ସ୍ଥାନରୁ ଉଦ୍ଧାର ହେଲେ ଅପହୃତ ବ୍ୟବସାୟୀ। ସମ୍ବଲପୁର ଜିଲ୍ଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକ ନିକଟରୁ ଗତକାଲି ଅପହୃତ ହୋଇଥିବା ଜଣେ ବ୍ୟବସାୟୀଙ୍କୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏକ ଅଜ୍ଞାତ ସ୍ଥାନରୁ ତାଙ୍କୁ ପୁଲିସ୍ ଉଦ୍ଧାର କରିଛି। ସୂଚନାଯୋଗ୍ୟ, ଗତକାଲି ଅପରାହ୍ନ ୨ଟାରେ ସମ୍ବଲପୁର ଜିଲ୍ଲା ରେମେଡ୍‌ ଅଞ୍ଚଳର ଜଣେ ବ୍ୟବସାୟୀ କାର୍‌ରେ ଯାଉଥିବାବେଳେ ଶାସନ ଥାନା ଅନ୍ତର୍ଗତ ସମ୍ବଲପୁର-ଝାରସୁଗୁଡା ରାଜ୍ୟ ରାଜପଥ ଶାସନ ଛକ ନିକଟରେ କିଛି ଦୁର୍ବୃତ୍ତ […]

  • Tuesday, 13 July 2021
rasikia-habildar
ବଡ ଭାଇର ସମ୍ପର୍କ ଯୋଡି କଏଦୀଙ୍କ ପତ୍ନୀ ସହ ମିଠା ମିଠା କଥା ହେଉଥିଲେ, ଶେଷରେ...

ଭଦ୍ରକ:ଜେଲ୍‌ରେ ଥିବା ଜଣେ କଏଦୀଙ୍କଠାରୁ ତାଙ୍କ ପତ୍ନୀଙ୍କ ଫୋନ ନମ୍ବର ଆଣି କଥା ହେଲେ ରସିକିଆ ହାବିଲଦାର ।  ମିଠା ମିଠା କଥା ହେଲେ। ଭଉଣୀ ବୋଲି କହି ସମ୍ପର୍କ ଯୋଡିଲେ । ଆଉ ଅନେକ ପ୍ରତିଶ୍ରୁତି ମଧ୍ୟ ଦେଲେ। ସ୍ୱାମୀଙ୍କୁ ମୁକୁଳାଇ ଦେବେ…ବନ୍ଧକ ସୁନାଗହଣା ଫେରାଇ ଆଣିବେ..ଏମିତି ଅନେକ କିଛି..। ହେଲେ ତାଙ୍କ କଥା ଟିକେ ବୁଝିବାକୁ ମହିଳାଙ୍କୁ କହି ହଠାତ ଦିନେ ପହଞ୍ଚିଗଲେ କଏଦୀଙ୍କ ଘରେ । ଆଉ ତା’ ପରେ ଖୋଲି ଗଲା […]

  • Tuesday, 13 July 2021
kankala
କାର୍ ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା: ମାସେ ଭିତରେ ରିପୋର୍ଟ ଦେବାକୁ କହିଲେ ମହିଳା କମିଶନ

ଭୁବନେଶ୍ୱର:  ଉପକଣ୍ଠ ଯାଆଁଳା ଫାଣ୍ଡି ପରିସରରେ କାର୍ ଭିତରୁ ମହିଳା କଙ୍କାଳ ମିଳିବା ଘଟଣା କମିଶନରେଟ୍ ପୋଲିସକୁ ରିପୋର୍ଟ ତଲବ କରିଛନ୍ତି ମହିଳା କମିଶନ ଅଧ୍ୟକ୍ଷା । ଘଟଣାର ତଦନ୍ତ କରି ମାସେ ଭିତରେ ରିପୋର୍ଟ ଦେବାକୁ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି । କଙ୍କାଳକୁ ଚିହ୍ନଟ କରିବା ପରେ ଏହାକୁ କଙ୍କାଳ ଚିହ୍ନଟ ଲାଗି ଡିଏନ୍ଏ ଟେଷ୍ଟ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସେଥିପାଇଁ  ଶରୀରର ଦାନ୍ତ, ହାଡ଼ର କିଛି ଅଂଶ, ନଖ ଓ ଚୁଟି […]

  • Tuesday, 13 July 2021
shambabi award
କ୍ଷୀରୋଦ ସାହୁଙ୍କୁ ମିଳିଲା ଶମ୍ଭାବୀ-୨୦୨୧ ପୁରସ୍କାର

ଭୁବନେଶ୍ୱର: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ ପକ୍ଷରୁ କ୍ଷୀରୋଦ ସାହୁଙ୍କୁ ଶମ୍ଭାବୀ ପୁରସ୍କାର-୨୦୨୧ ପ୍ରଦାନ କରାଯାଇଛି।  ଅନୁଗୁଳ ଜିଲ୍ଲାରେ ସ୍ୱାସ୍ଥ୍ୟ, ଶିକ୍ଷା ଓ ସଚେତନତା ସୃଷ୍ଟି ଦିଗରେ କ୍ଷୀରୋଦ ସାହୁଙ୍କ ଉଲ୍କେଖନୀୟ ଅବଦାନ ରହିଛି । ସେହିପରି ସମାଜକୁ ଦିଗଦର୍ଶନ ପ୍ରଦାନ କରିବା ସହିତ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିବା ନିବେଦିତା ଲେଙ୍କାଙ୍କୁ ଜୁରି କମେଣ୍ଡେସନ ସାର୍ଟିଫିକେଟ୍ ୨୦୨୧ ପ୍ରଦାନ କରାଯାଇଛି । ଯଶୋଦା ମା’ ଭାବେ ଜଣାଶୁଣା ନିବେଦିତା ଲେଙ୍କା ଶହେରୁ ଅଧିକ […]

  • Tuesday, 13 July 2021
corona new strain
ନୂଆ ଷ୍ଟ୍ରେନ ସହ ପୁଣି ବଢୁଛି କରୋନା ସଂକ୍ରମଣ, ଜାଣନ୍ତୁ ଲକ୍ଷଣ

ଭୁବନେଶ୍ୱର: ପୁଣି ଚିନ୍ତା ବଢାଇଛି କରୋନା। ଦେଶର ବିଭନ୍ନ ରାଜ୍ୟରେ କରୋନା ସଂକ୍ରମଣ ହାର କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ବିଶେଷ କରି ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକା, ଗୁଜରାଟ ଓ ତାମିଲନାଡୁରେ ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ୁଥିବା କେନ୍ଦ୍ର ସରକାର କହିଛନ୍ତି। ଏହା ବ୍ୟତୀତ  ଦିଲ୍ଲୀ, ଗୁଜରାଟ ଓ ହରିଆଣାର ସ୍ଥିତି ମଧ୍ୟ ଭଲ ନାହିଁ। ଏହାକୁ ଦେଖି ଓଡ଼ିଶାରେ ମଧ୍ୟ ପୁଣି କଟକଣା ଜାରି କରିଛନ୍ତି ରାଜ୍ୟ ସରକାର। ନୂଆ ଷ୍ଟ୍ରେନ […]

OTV-Portal
ଆସିଲା ‘ଅତିଥି ଆପ୍’, ଆଉ ଖସି ପାରିବେନି ଅପରାଧୀ

ଭୁବନେଶ୍ୱର: ଅପରାଧୀମାନେ ଆସୁଛନ୍ତି। ହୋଟେଲ, ଲଜ, ଗେଷ୍ଟ ହାଉସ ଆଦିରେ ରହୁଛନ୍ତି। ଶେଷରେ ଅପରାଧ ଘଟାଇ  ଚମ୍ପଟ ମାରୁଛନ୍ତି। ଏମିତି ଘଟଣା ନିୟମିତ ଘଟୁଛି। ଏହାକୁ ନେଇ ଚିନ୍ତାରେ ପଡିଛି କମିଶନରେଟ ପୋଲିସ । ଏହାର ସମାଧାନ କରିବା ପାଇଁ ଏବେ ବାଟ ବାହାର କରୁଛି କମିଶନରେଟ ପୋଲିସ। ଏଥିପାଇଁ ଆସିଛି ଅତିଥି ଆପ୍‌।  ରାଜ୍ୟ ତଥା ରାଜ୍ୟ ବାହାରର ଅପରାଧୀଙ୍କୁ ଟ୍ରାକ୍ କରିବା ଲାଗି ଅନ୍‌ଲାଇନ ଜରିଆରେ ତଥ୍ୟ ସଂଗ୍ରହ କରିବ ଅତିଥି ଆପ୍। ଫଳରେ […]

  • Tuesday, 13 July 2021
odisha
ସ୍କୁଲ୍‌ ପରିସରରୁ ମିଳିଲା କଲେଜ ଛାତ୍ରୀଙ୍କ ମୃତଦେହ

ନବରଙ୍ଗପୁର: ସମ୍ପର୍କୀୟ ଝିଆରୀକୁ ହତ୍ୟା କଲା ସମ୍ପର୍କୀୟ ଦାଦା। ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା‌ ଅନ୍ତର୍ଗତ ଅଞ୍ଚଳଗୁମ୍ମା ଗାଁରେ ଜଣେ ଯୁବତୀଙ୍କୁ ତାଙ୍କ ସମ୍ପର୍କୀୟ ଦାଦା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ମୃତ ଯୁବତୀଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ପୁଲିସ୍ ସମ୍ପର୍କୀୟ ଦାଦା ଭୀଷ୍ମ ହରିଜନ(୨୭) କୁ ଅଟକ ରଖି ପଚରାଉଚରା କରୁଛି। ମୃତ ଯୁବତୀ ଜଣକ ଯୁକ୍ତ ୩ରେ ଅଧ୍ୟୟନ କରୁଥିଲେ। ସୂଚନା ଅନୁସାରେ, ସମ୍ପୃକ୍ତ ଯୁବତୀ ଓ ଭୀଷ୍ମ ପରସ୍ପରକୁ ଭଲ […]

  • Tuesday, 13 July 2021
aditya das death
ମୋଟିଭେସ୍‌ନାଲ୍‌ ସ୍ପିକର ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼, ଏମିତି କଥା କହିଲେ ଆଦିତ୍ୟଙ୍କ ସାଙ୍ଗ

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏବେ ନୂଆ ମୋଡ଼ ନେଇଛି। ଏହି ଘଟଣାରେ ହତ୍ୟା ମାମଲା ରୁଜୁ ହୋଇଥିବାବେଳେ ଆଦିତ୍ୟଙ୍କ ବନ୍ଧୁ ପପୁ ଏହି ମାମଲାରେ ଭିନ୍ନ ଦିଗକୁ ଇସାରା କରିଛନ୍ତି। ଯାହାକୁ ନେଇ ଏବେ ଚର୍ଚ୍ଚା। ୩୦୨ ଦଫାରେ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି GRP। ଆଦିତ୍ୟଙ୍କ ସଂଗଠନର କିଛି ସଦସ୍ୟଙ୍କ ଅଭିଯୋଗ ଆଧାରରେ ପୋଲିସ୍ ଏହି ମାମଲା ରୁଜୁ ହୋଇଛି। ଆଦିତ୍ୟଙ୍କ […]

  • Tuesday, 13 July 2021
aiims
କାଲିଠୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲିଠୁ ଭୁବନେଶ୍ୱର ଏମ୍ସ ଓପିଡି ବନ୍ଦ ରହିବ। ଏ ନେଇ ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି ସୂଚନା ଦେଇଛନ୍ତି। କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁ ଓପିଡି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି। ଭୁବନେଶ୍ୱର ଏମ୍ସର କିଛି କର୍ମଚାରୀଙ୍କ କରୋନା ପଜିଟିଭ ଆସିଥିବାରୁ ହସ୍ପିଟାଲ୍‌ରେ କର୍ମଚାରୀଙ୍କ ଅଭାବ ଦେଖା ଦେଇଛି। ସେହିପରି ଆଉ କିଛି କର୍ମଚାରୀ କଣ୍ଟେନମେଣ୍ଟ ଜୋନ୍‌ରୁ ଆସୁ ଥିବାରୁ ସେମାନଙ୍କୁ ହସ୍ପିଟାଲ୍‌ ଆସିବାକୁ ବାରଣ କରାଯାଇଥିବା ଜଣାପଡ଼ିଛି। ଯଦିଓ ହସ୍ପିଟାଲ୍‌ର ଓପିଡି […]

  • Tuesday, 13 July 2021
pollution
ରାଉରକେଲାରେ କମୁଛି ପ୍ରଦୂଷଣ; କୋହଳ ହେଲା କଟକଣା

ରାଉରକେଲା: ରାଉରକେଲାରେ ପ୍ରଦୂଷଣ ମାତ୍ରା କମିଛି। ଫଳରେ ରାଉରକେଲା ପାଇଁ ଜାରି କରାଯାଇଥିବା କଟକଣାକୁ କୋହଳ କରାଯାଇଛି। କଟକଣା କୋହଳ କରିବାକୁ ଜିଲ୍ଲାପାଳଙ୍କୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଚିଠି ଲେଖିଛି। ପ୍ରଦୂଷଣ ଯୋଗୁ ସ୍କୁଲ କଲେଜ ବନ୍ଦ କରାଯିବା ପରି ସ୍ଥିତି ସୃଷ୍ଟି ହୋଇଥିଲା। ଏହି ଆଶଙ୍କା ଏବେ ଟଳି ଯାଇଛି। ଷ୍ଟିଲ୍‌ସିଟି ରାଉରକେଲାର ପରିବେଶ ପ୍ରଦୂଷଣ ସାଂଘାତିକ ଭାବେ ବଢିଯାଇଛି। ଫଳରେ ଗତ ୩ ଦିନ ହେଲା ସହରବାସୀଙ୍କ ଜୀବନଯାତ୍ରା  ବିଗିଡ଼ି ଯାଇଛି। ଏଠାରେ ଲୋକଙ୍କୁ […]

  • Tuesday, 13 July 2021
aditya das death
ଆସିଲା ମୋଟିଭେସ୍‌ନାଲ୍‌ ସ୍ପିକର ଆଦିତ୍ୟ ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର: ମୋଟିଭେସ୍‌ନାଲ୍‌ ସ୍ପିକର ତଥା ସ୍ୱେଚ୍ଛାସେବୀ ଆଦିତ୍ୟ ଦାସଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ଶକ୍ତ ଆଘାତ ଯୋଗୁ ଆଦିତ୍ୟଙ୍କ ମୃତ୍ୟୁ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ସ୍ପଷ୍ଟ ହୋଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଜିଆରପି ପୋଷ୍ଟମର୍ଟମ ରିପୋର୍ଟ ପାଇବା ପରେ ତଦନ୍ତ ଆଗକୁ ବଢ଼ାଇଛି। ଅନ୍ୟପକ୍ଷରେ, ଆଦିତ୍ୟଙ୍କ ସଂଗଠନର କିଛି ସଦସ୍ୟଙ୍କ ଅଭିଯୋଗ ଆଧାରରେ ହତ୍ୟା ମାମଲା ରୁଜୁ କରି GRP ତଦନ୍ତ ଆରମ୍ଭ କରିଛି। ଜବତ ହୋଇଥିବା ଆଦିତ୍ୟଙ୍କ ଡାଏରୀରେ ଡୋନେସନ୍ ବାବଦରେ ମିଳିଥିବା ଅର୍ଥ ଖର୍ଚ୍ଚର […]

shivaratri
ଆଜି ଶିବରାତ୍ରୀ, ସବୁଠି ଚାଲିଛି ମହାଦେବଙ୍କ ପାଇଁ ମହାଆରାଧନା

ଭୁବନେଶ୍ୱର: ଆଜି ଶିବରାତ୍ରୀ। ମହାଦେବଙ୍କ ପାଇଁ ମହା ଆରାଧନା। ରାଜ୍ୟର ଶୈବ ପୀଠରେ ଚାଲିଛି ଭୋଲା ବାବାଙ୍କ ପୂଜାର୍ଚ୍ଚନା।  ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ, ପୁରୀର ଲୋକନାଥ, ଭଦ୍ରକର ବାବା ଆଖଣ୍ଡଳମଣି, କଟକର ଧବଳେଶ୍ୱର ପୀଠ ସମେତ ରାଜ୍ୟର ବିଭିନ୍ନ ଶିବ ମନ୍ଦିର ଚଳଚଞ୍ଚଳ ହୋଇ ଉଠିଛି। କୋଭିଡ୍ କଟକଣା ମଧ୍ୟରେ ସାମାଜିକ ଦୂରତା ରକ୍ଷା କରି ମହାଶିବରାତ୍ରୀ ପାଇଁ ପୂଜାର୍ଚ୍ଚନା କରାଯାଉଛି। ବାବା ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟା ସୁଦ୍ଧା ମହାଦୀପ ଉଠିବା ପାଇଁ ନୀତି ନିର୍ଘଣ୍ଟ […]

  • Tuesday, 13 July 2021
highcourt
ଆସନ୍ତା ୧୦ ଯାଏ ଓଡ଼ିଶା ହାଇକୋର୍ଟ ବନ୍ଦ

କଟକ: ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ। କରୋନା ସ୍ଥିତିକୁ ନେଇ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ କଟକ ସହରକୁ ସଟ୍‌ଡାଉନ୍‌ ଘୋଷଣା କରିଛି ସିଏମ୍‌ସି। ଏହି ନିଷ୍ପତ୍ତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ରେଜିଷ୍ଟ୍ରାର ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟକୁ ବନ୍ଦ କରିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପୂର୍ବରୁ ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ କଟକ ସହରକୁ ସଟ୍‌ଡାଉନ୍ ଘୋଷଣା କରିଥିବା ବେଳେ ହାଇକୋର୍ଟ ମଧ୍ୟ ବନ୍ଦ କରିବାକୁ ହାଇକୋର୍ଟ […]

  • Tuesday, 13 July 2021
NDA-Topper
ଓଡ଼ିଆ ଛାତ୍ର ରୋନିତ୍‌ ହେଲେ ଏନ୍‌ଡିଏ ଟପ୍ପର

ନୂଆଦିଲ୍ଲୀ: ଏନ୍‌ଡିଏ  ଟପ୍ପର ହେଲେ ଓଡ଼ିଆ ଛାତ୍ର ରୋନିତ୍ । ନ୍ୟାସନାଲ୍ ଡିଫେନ୍ସ ଏକାଡେମୀ ପ୍ରବେଶିକା ପରୀକ୍ଷାରେ ସମଗ୍ର ଦେଶରେ ପ୍ରଥମ ହୋଇଛନ୍ତି ଭଦ୍ରକ ଜଗନ୍ନାଥପୁର ବଛଡ଼ା ଗାଁର ରୋନିତ ରଞ୍ଜନ ନାୟକ।  ଗୋଆସ୍ଥିତ ନାଭାଲ ପବ୍ଲିକ୍ ସ୍କୁଲର ପ୍ରାଥମିକ ଶିକ୍ଷା ଓ କେନ୍ଦ୍ରୀୟ ବିଦ୍ୟାଳୟରୁ ମାଟ୍ରିକ ପାସ୍ କରିବା ପରେ ରୋନିତ କ୍ୟାରିୟର ପାଇଁ କୋହ୍ଲାପୁୁରସ୍ଥିତ ଆର୍ମଡ୍ ଫୋର୍ସେସ୍ ପ୍ରାପାରେଟୋରୀ ଇନ୍‌ଷ୍ଟିଚ୍ୟୁଟ୍‌ରେ ପ୍ରଶିକ୍ଷଣ ନେଉଥିଲେ । ରୋନିତଙ୍କ ବାପା ରଶ୍ମିରଞ୍ଜନ ନାୟକ ଗୋଆସ୍ଥିତ ନୌସେନା ବିମାନ […]

  • Tuesday, 13 July 2021
ojs topper
ଓଜେଏସ୍‌ ଟପ୍ପର ହେଲେ ସମ୍ବଲପୁର ଝିଅ

ଭୁବନେଶ୍ୱର: ପ୍ରକାଶ ପାଇଛି ଓଡ଼ିଶା ଜୁଡ଼ିସିଆଲ ସର୍ଭିସର ଚୂଡ଼ାନ୍ତ ରେଜଲ୍ଟ। ଏଥିରେ ମୋଟ ୪୭ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏମାନେ ସିଭିଲ ଜଜ୍ ଭାବେ ନିଯୁକ୍ତି ପାଇବେ॥ କୃତକାର୍ଯ୍ୟ ହୋଇଥିବା ୪୭ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୦ ଜଣ ମହିଳା ଅଛନ୍ତି । ସମ୍ବଲପୁର ଜିଲ୍ଲା କୁଚିଣ୍ଡାର ଇର୍ସିତା କେସରୱାନି ଏଥର ଓଜେଏସ୍ ଟପ୍ପର ହୋଇଛନ୍ତି । ତାଙ୍କ ପରେ ସମ୍ବେଦନା ସନ୍ଦୀପ ଦ୍ୱିତୀୟ ସ୍ଥାନ ପାଇଥିବା ବେଳେ କୃଷ୍ଣା ମିଶ୍ରଙ୍କୁ ତୃତୀୟ ସ୍ଥାନ ମିଳିଛି। ନିଜର […]

  • Tuesday, 13 July 2021
jewellery
ଆସନ୍ତା ୧୨ ଯାଏ ଏହି ସହରରେ ବନ୍ଦ ରହିବ ଗହଣା ଦୋକାନ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଗହଣା ଦୋକାନ। କରୋନା ସଂକ୍ରମଣ ରୋକିବାକୁ ବ୍ରହ୍ମପୁର ଜୁଏଲାରୀ ଆସୋସିଏସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗତମାସ ୧୩ ତାରିଖରୁ ୩୦ତାରିଖ ପର୍ଯ୍ୟନ୍ତ ଅଣଅତ୍ୟାବଶ୍ୟକ ଦୋକାନ ବନ୍ଦ ଥିବା ବେଳେ ଚଳିତ ମାସ ୧ତାରିଖରୁ ଏସବୁ ଦୋକାନ ଖୋଲା ଯାଇଥିଲା। ହେଲେ ଜିଲ୍ଲାରେ ଯେଉଁଭଳି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି, ଏହାକୁ ଦୃଷ୍ଟିରେ ରଖି ଗହଣା […]

  • Tuesday, 13 July 2021
representational image
ଡ୍ୟୁଟି ବେଳେ ନର୍ସଙ୍କୁ ଛୁରୀ ଭୁସି ହତ୍ୟା

ନିଆଳି: ଡ୍ୟୁଟିରେ ଥିବାବେଳେ ଜଣେ ନର୍ସଙ୍କୁ ଛୁରୀ ଭୁସି ତାଙ୍କ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନିଆଳିରୁ ଏହି ଅଭିଯୋଗ ଆସିଛି। ସମ୍ପୃକ୍ତ ନର୍ସ ଜଣକ ଜଣେ ଗର୍ଭବତୀ ମହିଳାଙ୍କୁ ଟିକା ଦେଉଥିବା ବେଳେ ନର୍ସଙ୍କ ସ୍ୱାମୀ ନର୍ସଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ସମ୍ପୃକ୍ତ ନର୍ସ ଜଣକ ଆଜି କଟକ ସଦର ଥାନା ମହୁରା ପ୍ରାଥମିକ ସ୍କୁଲରେ ଗର୍ଭବତୀ ମହିଳାଙ୍କୁ ଟିକା ଦେବାକୁ ଯାଇଥିଲେ। ଟିକା ଦାନ କାର୍ଯ୍ୟ […]

  • Tuesday, 13 July 2021
pujariguda hospital
ସବୁଜିମାରେ ହସୁଛି ଡାକ୍ତରଖାନା ପରିସର; ଅଧା କଷ୍ଟ ଭୁଲି ଯାଉଛନ୍ତି ରୋଗୀ

ଉମରକୋଟ: ମେଡିକାଲରେ ସୃଷ୍ଟି ହେଉଛି ପାର୍କର ଭ୍ରମ। ଫୁଲ ବଗିଚା ସାଙ୍ଗକୁ ରହିଛି ଓପନ ଜିମ୍ ଓ ପିଲାଙ୍କ ଖେଳକୁଦ ସାମଗ୍ର॥ ମେଡିକାଲ ହତା ଭିତରେ ପଶୁ ପଶୁ ଏସବୁ ଦେଖି ସତେ ଯେପରି ଅଧା ରୋଗ ଭଲ ହୋଇଯିବ ! ମନ ହାଲ୍‌କା ହୋଇଯିବ। ଏମିତି ଡାକ୍ତରଖାନା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲାର ଉମରକୋଟରେ। ଉମରକୋଟର ପୂଜାରୀଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର। ବଗିଚାରେ ହସୁଛି ରଙ୍ଗ ବେରଙ୍ଗର ଫୁଲ । ଗୋଲାପ, ସେବତି, ଜିନିଆ ଭଳି […]

  • Tuesday, 13 July 2021