• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

acid
ମାନସିକ ଅନଗ୍ରସର ଯୁବକଙ୍କୁ ଏସିଡ ମାଡ

ବାରିପଦା: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅଞ୍ଚଳର ଜଡ଼ିଦା ଗାଁରେ ଜଣେ ମାନସିକ ଅନଗ୍ରସର ଯୁବକଙ୍କ ଉପରକୁ ଏସିଡ଼ ମାଡ ହୋଇଛି। ତାଙ୍କର ଅବସ୍ଥା ଗୁରୁତର ଅଛି। ତାଙ୍କୁ ଉଦଳା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।  ଏପରି ଅମାନବୀୟ ଘଟଣାକୁ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି। ଉଦଳା ଅଞ୍ଚଳର ଶିବପ୍ରସାଦ ପାଇ ଜଣେ ମାନସିକ ଅନଗ୍ରସର ବ୍ୟକ୍ତି। ଦୁଇଦିନ ତଳେ ରାତିରେ ଶିବପ୍ରସାଦ ଘର ପାଖରେ ପଡ଼ିଥିବା ହ୍ୟୁମ ପାଇପରେ ଶୋଇଥିଲେ । ସେଠାରେ ତାଙ୍କୁ କେହି […]

  • Tuesday, 13 July 2021
coorn
ଭୁବନେଶ୍ୱର ଡମଣାରୁ ଚିହ୍ନଟ ହେଲେ କରୋନା ପଜିଟିଭ

ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ପଜିଟିଭଙ୍କ ମଧ୍ୟରୁ  ଭୁବନେଶ୍ୱରର ଜଣେ ଅଛନ୍ତି।   ଆକ୍ରାନ୍ତ ଜଣକ ଡମଣା ଅଞ୍ଚଳର ଜଣେ ୨୫ ବର୍ଷୀୟ ଯୁବକ । ଏ ନେଇବିଏମ୍‌ସି ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି। ସେ  ମୁମ୍ବାଇରୁ ଫେରିଥିଲେ। ମୁମ୍ବାଇରୁ ଫେରିବା ପରେ ହୋମ୍ କ୍ୱାରେଣ୍ଟିନରେ ଥିଲେ।  ପଜିଟିଭ୍ ବାହାରିବା ପରେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ତାଙ୍କ ଆଖପାଖ  ଘରକୁ ସାନିଟାଇଜ୍ କରାଯାଉଛି। ଗତକାଲି ଭୁବନେଶ୍ୱରରେ ଗୋଟିଏ ପରିବାରରୁ ଦୁଇ କରୋନା […]

  • Tuesday, 13 July 2021
pangapala
ଜୁଲାଇରେ ଓଡ଼ିଶାରେ ପହଞ୍ଚିବେ ପଙ୍ଗପାଳ !

ଭୁବନେଶ୍ୱର: ଉତ୍ତର ଓ ପଶ୍ଚିମ ଭାରତରେ ଧ୍ୱଂସଲୀଳା ରଚିଥିବା ପାକିସ୍ତାନୀ ପଙ୍ଗପାଳ ଦଳ ଓଡ଼ିଶା ଆସିବେ କି ନାହିଁ ତାହା ଆଉ ୪, ୫ ଦିନ ପରେ ଜଣାପଡ଼ିବ । ତେବେ ସେମାନଙ୍କ ଗତିବିଧି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି । ଏହାସହ ଆଜି ସକାଳେ କେନ୍ଦ୍ରୀୟ ସମନ୍ୱିତ କୀଟ ପରିଚାଳନା କେନ୍ଦ୍ର-CIPMs ସହ ଏନେଇ ଆଲୋଚନା ହୋଇଛି ବୋଲି ରାଜ୍ୟ କୃଷି ନିର୍ଦ୍ଦେଶକ ଏମ୍. ମୁଥୁକୁମାର କହିଛନ୍ତି । ସୂଚନା ଅନୁଯାୟୀ ପଙ୍ଗପାଳ ଏବେ […]

  • Tuesday, 13 July 2021
temple
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆସନ୍ତାକାଲିଠାରୁ ନୀଳାଦ୍ରି ଭକ୍ତ ନିବାସରେ  ଆୟୋଜିତ ଏକ ଶିବିର ଔଷଧ ବଣ୍ଟନ କରାଯିବାର କାର୍ଯ୍ୟକ୍ରମ ରହିଛି। କରୋନା ସ୍ଥିତି ରାଜ୍ୟରେ ବୃଦ୍ଧି ପାଉଥିବାବେଳେ ରଥଯାତ୍ରା ହେବ କି ନାହିଁ ସ୍ଥିର ହୋଇନାହିଁ। ଏପରି ପରିସ୍ଥିତିରେ ସ୍ନାନଯାତ୍ରା ପରେ ଅଣସରରେ ଅଛନ୍ତି ଶ୍ରୀଜିଉ। ଏହି ଅବସରରେ ସେବାୟତଙ୍କ ରୋଗ ପ୍ରତିରୋଧକ […]

  • Tuesday, 13 July 2021
khordha
ଖୋର୍ଦ୍ଧା ସବ୍ ଜେଲର ୫ ନମ୍ବର ୱାର୍ଡରେ ଚାଲିଥିଲା ବ୍ରାଉନସୁଗର କାରବାର

ଭୁବନେଶ୍ୱର:  କିଛି ଦିନ ତଳେ ଖୋର୍ଦ୍ଧା ଜେଲରେ ବ୍ରାଉନସୁଗର କାରବାର ହେଉଥିବା ନେଇ ଭିଡିଓ ଭାଇରାଲ ଘଟଣାରେ ମତ ରଖିଛନ୍ତି ଏସ୍‌ପି । ଏହି ଭାଇରାଲ  ଭିଜୁଆଲଟି ଖୋର୍ଦ୍ଧା ଜେଲ୍‌ର ହୋଇଥିବା ସ୍ପଷ୍ଟ  କରିଛନ୍ତି ଏସ୍‌ପି  । ସେ କହିଛନ୍ତି  ଖୋର୍ଦ୍ଧା ସବ୍ ଜେଲରେ ବ୍ରାଉନସୁଗର କାରବାର ଚାଲିଥିବା ନେଇ ଗତ ୬ ତାରିଖରେ ଓଟିଭିରେ ଖବର ପ୍ରସାରଣ ହୋଇଥିଲା। ଏହି ଘଟଣା ପରେ ଖୋର୍ଦ୍ଧା ଜେଲ୍‌ରେ ଜୋରଦାର ଚଢାଉ ହୋଇଥିଲା। ପୋଲିସ ଓ ମାଜିଷ୍ଟ୍ରେଟଙ୍କ ଚଢ଼ାଉ […]

  • Tuesday, 13 July 2021
jharpda
ଖୋର୍ଦ୍ଧା ପରେ ଝାରପଡା ଜେଲରେ ନିଶା କାରବାର; ଭିଡିଓ ଭାଇରାଲ

ଭୁବନେଶ୍ୱର: କିଛି ଦିନ ତଳେ ଖୋର୍ଦ୍ଧା ଜେଲରେ ବ୍ରାଉନସୁଗାର କାରବାର ହେଉଥିବା ନେଇ ଭିଡିଓ ଭାଇରାଲ ହେବା ପରେ ଏବେ  ଭୁବନେଶ୍ୱର ଝାରପଡା ଜେଲରେ ନିଶା କାରବାର ଚାଲିଥିବ ଭିଡିଓ ସାମ୍ନାକୁ ଅସିଛି । ରାଜଧାନୀର କେନ୍ଦ୍ରରେ  ଥିବା ଏଇ ଜେଲ ଭିତରେ ଗଞ୍ଜେଇ, ସିଗାରେଟ ଓ  ଟଙ୍କା ଦିଆନିଆ ଚାଲିଥିବା ଭିଡିଓ ଭାଇରାଲ ପରେ ଏନେଇ ସାଧାରଣରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ଜେଲର କଡା ସୁରକ୍ଷା ବଳୟ ମଧ୍ୟରେ କିଭଳି ଏହି କାରବାର କରାଯାଇଛି […]

  • Tuesday, 13 July 2021
exam
ଆଜିଠୁ ଆରମ୍ଭ ହେଲା +୨ ଅଫଲାଇନ୍ ଖାତା ଦେଖା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅଫଲାଇନ୍ ଖାତା ଦେଖା । ରାଜ୍ୟର ମୋଟ୍ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ହେବ  ଖାତା ଦେଖା।  କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟ ଉପରେ ଖାତା ଦେଖା ଆରମ୍ଭ ହେବ।  ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ଜଣାପଡ଼ିଛି । ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟାରେ ପ୍ରଥମ ସିଫ୍ଟ ଓ ଦିନ ସାଢେ ଗୋଟାଏରୁ ସଂଧ୍ୟା ୬ଟା ୩୦ […]

  • Tuesday, 13 July 2021
sabyasa
ପୁଣି ପ୍ରବାସ ଫେରନ୍ତାଙ୍କୁ ସହାୟତାର ହାତ ବଢାଇଲେ ସବ୍ୟସାଚୀ

ଭୁବନେଶ୍ୱର: ପୁଣି ଥରେ ପ୍ରବାସ ଫେରନ୍ତାଙ୍କୁ ସାହାଯ୍ୟର ହାତ ବଢାଇ ଚର୍ଚ୍ଚାକୁ ଆସିଛନ୍ତି ଓଲିଉଡ୍‌ ଅଭିନେତା ସବ୍ୟସାଚୀ। ଲକ୍‌ଡାଉନ୍‌ ବେଳେ ଓଲିଉଡ୍ ଅଭିନେତା ସବ୍ୟସାଚୀ ମିଶ୍ର ରାଜସ୍ଥାନରେ ଫସି ରହିଥିବା କିଛି ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନିଜ ଖର୍ଚ୍ଚରେ ଫେରାଇ ଆଣିଛନ୍ତି। ଏଥିପାଇଁ ସେ ଦୁଇଟି ବସ୍‌ର ବ୍ୟବସ୍ଥା କରିଥିଲେ। ଏବେ ସୁନ୍ଦରଗଡ଼ ଜିଲ୍ଲାର ଝିଅ ପିଙ୍କି ମିଞ୍ଜଙ୍କୁ ବଢାଇଛନ୍ତି ସହାୟତାର ହାତ । ପିଙ୍କି ମ୍ବାଇରେ ଏକ କମ୍ପାନୀରେ କାମ କରୁଥିଲ। ଟ୍ରେନ୍ ଚାଲିବା ପରେ ଯୁବତୀ […]

  • Tuesday, 13 July 2021
jhia
ଝିଅର ଶୁଦ୍ଧିକ୍ରିୟା କରୁଥିଲେ, ଖବର ଆସିଲା ଝିଅ ବଞ୍ଚିଛି....

ରାଉରକେଲା: ପ୍ରାୟ ଏକ ବର୍ଷ ଧରି ନିଖୋଜ ହୋଇଯାଇଥିଲେ ଝିଅ। ଅନେକ ଆଶା ଆଶଙ୍କା ମଧ୍ୟ ଦେଇ ଗତି କରୁଥିଲେ ପରିବାର ଲୋକେ। ଶେଷରେ ଝିଅକୁ ନ ପାଇ ପରିବାରର ଲୋକେ ଝିଅର ମୃତ୍ୟୁ ହୋଇଥିବା ଭାବି କ୍ରିୟାକ୍ରମ କରିବାକୁ ଲାଗିଥିଲେ। ହେଲେ ଏହାପୂର୍ବରୁ ଝିଅ ଜୀବତ ଥିବା ନେଇ ଆସିଲା ଖବର। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଲାଠିକଟା ବ୍ଲକ ଚାନ୍ଦିପୋଷ ଅଞ୍ଚଳରେ। ବର୍ଷେ ତଳୁ ଚମ୍ପାଝରଣର ଜଣେ ନାବାଳିକା ନିଖୋଜ ହୋଇଯାଇଥିଲେ।  […]

  • Tuesday, 13 July 2021
puri
ପୁରୀରେ କାହିଁକି କୋହଳ ହେଲା ସଟଡାଉନ ?

ପୁରୀ: ରାଜ୍ୟରେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ୪୮ ଘଣ୍ଟିଆ ସଟଡାଉନ ଘୋଷଣା କରାଯାଇଛି।  ପ୍ରତି ଶନିବାର, ରବିବାର ୨ ଦିନ ପାଇଁ ୧୧ଟି ଜିଲ୍ଲା ହେବ ସଟଡାଉନ। ଏହି ୧୧ ଜିଲ୍ଲା ମଧ୍ୟରେ ପୁରୀ ଥିଲେ ହେଁ ସଟ୍‌ଡାଉନ କଟକଣା ପୁରୀରେ ସାମାନ୍ୟ କୋହଳ କରାଯାଇଛି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଦୁଇଦିନ ପାଇଁ ପୁରୀରେ ୧୪୪ ଧାରା ଜାରି କରାଯାଇଥିଲା। ଦୁଇଦିନ ଧରି ଘରୁ ବାହରି ପାରି ନ ଥିଲେ ପୁରୀ ବାସିନ୍ଦା । ତେଣୁ […]

  • Tuesday, 13 July 2021
brown sugar
ଜେଲ୍ ଭିତରେ ଚାଲିଛି ଧଳା ଜହରର କାରବାର

ଭୁବନେଶ୍ୱର: ଜେଲ୍ ଭିତରେ କଟକଣା ଭିତରେ ବି ଚାଲିଛି ଧଳା ଜହରର କାରବାର । ଲୁଚାଛପାରେ ବି ନୁହେଁ, ଜେଲର‌ ଚାରି କାନ୍ଥ ଭିତରେ ଖୁଲମଖୁଲା ବସୁଛି ବ୍ରାଉନସୁଗାର ହାଟ । ଏମିତି ଅଭିଯାଗ ଆସିଛି ଖୋର୍ଦ୍ଧା ଜେଲ୍‌ରୁ।  ଏହି ଜେଲ୍ ଭିତରେ ପ୍ରତିଦିନ ଏଭଳି ବେଧଡକ୍ ଭାବେ ଧଳା ଜହରର କଳା କାରବାର ଚଳାଇଛନ୍ତି ଅନ୍ତେବାସୀ । କେବଳ ବିକ୍ରି ହେଉଛି, ତା ନୁହେଁ।  କଏଦୀ ମାନେ ଏସବୁ ଖୋଲାଖୋଲି ସେବନ ମଧ୍ୟ କରୁଛନ୍ତି । […]

  • Tuesday, 13 July 2021
ମୋବାଇଲ୍_ ଟର୍ଚ୍ଚରେ ପଡ଼ିଲା ଷ୍ଟିଚ୍_
ନବନିର୍ମିତ ଡାକ୍ତରଖାନାରେ ନ ଥିଲା ଲାଇଟ୍‌, ମୋବାଇଲ୍‌ ଟର୍ଚ୍ଚରେ ହେଲା ରୋଗୀସେବା

ନୟାଗଡ଼: ଡାକ୍ତରଖାନାରେ ଥିଲା ଚକାଚକ୍‌। ବହୁ କୋଟି ଟଙ୍କା ବ୍ୟୟରେ ଅଳ୍ପଦିନ ତଳା ନିର୍ମାଣ କରାଯାଇଛି। ହେଲେ ଭିତରେ ଅନେକ ଅବ୍ୟବସ୍ଥା। ଏହି ନବନିର୍ମିତ ଡାକ୍ତରଖାନାରେ ବିଦ୍ୟୁତ୍ ସୁବିଧା ଉପଲବ୍ଧ ନାହିଁ। ଏପଟେ ଗୁରୁତର ଅବସ୍ଥାରେ ଆସିଥିବା ଜଣେ ରୋଗୀ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି । ଶେଷରେ ବାଧ୍ୟ ହୋଇ ମୋବାଇଲ ଟର୍ଚ୍ଚ ଲାଇଟ୍ ଜଳାଇ ଜଣେ ଗୁରୁତର ଆହତ ବ୍ୟଙ୍କିଙ୍କର ଚିକିତ୍ସା କରାଗଲା। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ରଣପୁର ବ୍ଲକ ରାଜ […]

  • Tuesday, 13 July 2021
jagannatha
ଇସ୍ତଫା ପ୍ରତ୍ୟାହାର କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ଇସ୍ତଫାପତ୍ର ପ୍ରତ୍ୟାହାର କରିନେଲେ ଜଗନ୍ନାଥ ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସେ ତାଙ୍କ ନିଷ୍ପତ୍ତି ବଦଳାଇଛନ୍ତି । ଭୁବନେଶ୍ୱର ବିଜେପି ସଭାପତି ଚୟନରେ ଅସନ୍ତୁଷ୍ଟ ହୋଇ ଗତକାଲି ଦଳରୁ ଇସ୍ତଫା ଦେଇଥିଲେ ଜଗନ୍ନାଥ। ତେବେ ଗତକାଲି ବିଜେପି ରାଜ୍ୟ ନେତୃବୃନ୍ଦଙ୍କ ସହ ଆଲୋଚନା ପରେ ସେ ମନ ପରିବର୍ତ୍ତନ କରି ପୁଣି ଏକାଠି ହୋଇ କାମ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଦଳରେ କିଛି ମାତ୍ରାରେ ଅବ୍ୟବସ୍ଥା ଥିବାରୁ ଅସନ୍ତୋଷ ଥିଲା।  […]

  • Tuesday, 13 July 2021
vacc
ଶେଷରେ ରାୟଗଡ଼ା ଛୁଇଁଲା କରୋନା

ଭୁବନେଶ୍ୱର:ରାୟଗଡ଼ା ଛୁଇଁଲା କରୋନା। ଓଡ଼ିଶାର ୨୯ ଜିଲ୍ଲା କରୋନା ଆକ୍ରାନ୍ତ ହୋଇଥିବାବେଳେ ଏକମାତ୍ର ଜିଲ୍ଲା ରାୟଗଡ଼ାରେ ପହଞ୍ଚି ନ ଥିଲା କରୋନା। ହେଲେ ଆଜି ରାୟଗଡ଼ାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି।  ରାୟଗଡ଼ାରୁ ଚିହ୍ନଟ ପଜିଟିଭ ଜଣକ ଦିଲ୍ଲୀରୁ ଫେରିଥିଲେ। ତାଙ୍କୁ […]

  • Tuesday, 13 July 2021
loctus
ରାଜ୍ୟ ସରକାରଙ୍କୁ ଘାରିଲାଣି ପଙ୍ଗପାଳ ଚିନ୍ତା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଘାରିଲାଣି ପଙ୍ଗପାଳ ଚିନ୍ତା। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ପଙ୍ଗପାଳ ସମସ୍ୟା ନେଇ ଆଜି ଆଲୋଚନା ହୋଇଛି। ଏହାର ମୁକାବିଲା ନେଇ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଙ୍ଗପାଳ ଏବେ ଛତିଶଗଡ଼ରୁ ମଧ୍ୟପ୍ରଦେଶ ଆଡ଼େ ମୁହାଁଇଥିବା କୃଷି ବିଭାଗ ସୂଚନା ଦେଇଛନ୍ତି। ସେମାନେ ଓଡ଼ିଶା ଆସିବା ସମ୍ଭାବନା ରହିଛି। ପବନର ଦିଗ ଅନୁସାରେ ଗତିବିଧି ପରିବର୍ତ୍ତନ କରୁଛନ୍ତି। ଏଥିଲାଗି ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ, ତେଲଙ୍ଗାନା ସୀମାବର୍ତ୍ତି […]

  • Tuesday, 13 July 2021
Capture
ପୁଅକୁ ପିଟି ପିଟି ହତ୍ୟା କଲେ ବାପା

ଉମରକୋଟ: ଯେଉଁ ପୁଅର ହାତ ଧରି ଦିନେ ଚାଲି ଶିଖାଇ ଥିଲେ ସେଇ ପୁଅକୁ ପିଟି ପିଟି ହତ୍ୟା କରିଦେଲା ବାପା। ଏଭଳି  ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାରୁ। ରାଇଘର ଥାନା ସରଗୁଲି ଗାଁର ଅମଲ ବସୁ। ୧୦ ବର୍ଷ ତଳେ ପ୍ରଥମ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହି ଅପରାଧରେ ତାଙ୍କୁ ଜେଲ ଦଣ୍ଡ ମିଳିଥିଲା। ପରେ ଦ୍ୱିତୀୟ ବିବାହ କରି କୁମୁଲି ଛକରେ ପରିବାର ସହ ରହୁଥିଲେ। ୨ୟ ପତ୍ନୀଙ୍କ ପୁଅ ଅସିତ୍‌ ଓ ବିଶ୍ୱଜିତ୍‌ଙ୍କ […]

  • Tuesday, 13 July 2021
river
ଆଈର ହାତ ଧରି ନଦୀ ପାର ହେଉଥିଲା ୪ ବର୍ଷର ନାତୁଣୀ, ଭାସିଗଲା

ରାଉରକେଲା: ଆଈର ହାତ ଧରି ନଦୀ ପାର ହେଉଥିଲା। କେମିତି କେଜାଣି ହାତ ଖସିଗଲା ଆଉ ଭରା ନଦୀର ସୂଅରେ ଭାସିଗଲା ୪ ବର୍ଷର କୁନି ଝିଅ। ଏମିତି ଏକ ଦୁଃଖଦ ଘଟଣା ଘଟିଛି ରାଉରକେଲାରେ। ରାଉରକେଲାର ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ସମରଝୋଲା ଗାଁର ଜଣେ ବୟସ୍କା ମହିଳା ତାଙ୍କର ଦୁଇଜଣ ନାତି ନାତୁଣୀକୁ ଧରି ଆସିଥିଲେ ଲାଠିକଟା ଥାନା ଅନ୍ତର୍ଗତ ଟିମଜୋର ନିକଟକୁ । ସେଠାରେ କାମ ସାରି ପୁଣି ପିଲାମାନଙ୍କ ସହ  କାଠ […]

  • Tuesday, 13 July 2021
bron
ରାଜଧାନୀରୁ ଜବତ ହେଲା ବିପୁଳ ଧଳା ଜହର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଜବତ ହୋଇଛି ବିପୁଳ ପରିମାଣର ଧଳା ଜହର। କ୍ରାଇମବ୍ରାଞ୍ଚ ଏସଟିଏଫ ଖଣ୍ଡଗିରି ଛକରୁ ଏହାକୁ ଜବତ କରିଛି। ଜବତ ବ୍ରାଉନସୁଗରର ଦାମ ୧ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ୨ ଜଣ ବ୍ୟକ୍ତି ବାଇକ୍‌ରେ ବ୍ରାଉନସୁଗର ନେଇ ଯାଉଥିଲା।   ଖବର ପାଇ STF ସେମାନଙ୍କୁ ଖଣ୍ଡଗିରି ଛକରୁ ଧରିଥିଲା।  ଦୁଇ ବେପାରୀଙ୍କୁ ଗିରଫ କରିବା ସହ ଉକ୍ତ ବାଇକକୁ ଜବତ କରିଛି STF । ଏହି ଘଟଣା ପରେ ରାଜଧାନୀରେ […]

  • Tuesday, 13 July 2021
hospital
ଭାଇଭଉଣୀଙ୍କ ସମେତ ପରିବାରର ୫ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଟିଏମ୍ ଫାଣ୍ଡି ଲହଣ୍ଡାବୁଡ଼ରେ ଗତକାଲି ଏକ ଅଭାବନୀୟ ଘଟଣା ଘଟିଛି। ଘରର ବଡ଼ ପୁଅଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ ଦୁଃଖରେ ମ୍ରିୟମାଣ ହୋଇ ପଡ଼ିଥିଲେ ପରିବାର। ପୁଅର ଶବଘରେ ପଡ଼ିଥିବାବେଳେ  ପରିବାରର ଅନ୍ୟ ୫ ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ଗତକାଲି ରାତିରେ ପରିବାରର ୫ ଜଣ ସଦସ୍ୟ ଫିନାଇଲ ପିଇ ଦେଇଛନ୍ତି।  ମାଆ, ୩ ଭଉଣୀ ଓ ଜଣେ ଭାଇ […]

umerkote
ପରିବାର ଲୋକେ ଗ୍ରହଣ କଲେନି, ଗଛମୂଳେ ରାତି ବିତାଇଲେ ପ୍ରେମୀଯୁଗଳ

ଉମରକୋଟ(କାର୍ତ୍ତିକ ମଲ୍ଲିକ): ଏକାଠି କାମ କରୁ କରୁ ମନ ଦେଇଦେଲେ।  ଆଉ ତା’ପରେ ଦୁହଁ ଦୁହିଁଙ୍କ ସୁଖଦୁଃଖର ସାଥୀ ପାଲଟିଗଲେ। ହେଲେ ଜାଣି ନ ଥିଲେ ଏଇ ପ୍ରେମ ଦିନେ ସେମାନଙ୍କ ପାଇଁ ଏମିତି ଦୁର୍ଦ୍ଦିନ ଆଣିଦେବ ବୋଲି।  ଏବେ ସେମାନେ ପରିବାର ଲୋକଙ୍କ ପାଇଁ ପର ହୋଇଯାଇଛନ୍ତି। ଏପରିକି ସେମାନଙ୍କ ଜାତି ବି ଗ୍ରହଣ କରିନି। ଏବେ ମୁଣ୍ଡ ଉପରେ ଖୋଲା ଆକାଶ। ଭବିଷ୍ୟତ ଅନ୍ଧକାର। କୁଆଡେ ଯିବେ ? କ’ଣ କରିବେ ? ଲକ୍‌ଡାଉନ […]

  • Tuesday, 13 July 2021
attempt
ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୁକ୍ତଙ୍କୁ ଗଛରେ ବାନ୍ଧି ପିଟିଲେ ଯୁବତୀ

ନୀଳଗିରି: ବାଲେଶ୍ୱର ଜିଲ୍ଲା ତେଲିପାଳ ଟିଏମସି ସେଣ୍ଟରରେ କ୍ୱାରେଣ୍ଟିନରେ ରହିଥିବା ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ ଘଟଣାର ଦୋଷୀ ଦିନକ ପରେ ଜାମିନ୍ ପାଇ ବାହାରେ ବୁଲୁଛନ୍ତି। ଏହି ଘଟଣା ପରେ ଭୟଭୀତ ହୋଇ ପୀଡ଼ିତା ଯୁବତୀଜଣକ ସୋଶାଲ ମିଡିଆ ଜରିଆରେ ନ୍ୟାୟ ଭିକ୍ଷା କରିଛନ୍ତି। ଏହାର ଭିଡିଓ ଭାଇରାଲ ହୋଇଛି। ବରହମପୁର ଥାନା ଅଧୀନ ତେଲିପାଳ ଟିଏମସି ସେଣ୍ଟରରେ ପ୍ରବାସୀ ଯୁବତୀଙ୍କୁ ଜଣେ ବାହାର ଲୋକ ପଶି  ଗତ ୨୬ ତାରିଖ ଅସଦାଚରଣ କରିବା ସହ ଦୁଷ୍କର୍ମ […]

  • Tuesday, 13 July 2021
3233232
ଜୁନ୍ ୩୦ ଯାଏ ବନ୍ଦ ରହିବ ମନ୍ଦିର, ସପିଙ୍ଗ ମଲ୍‌

ଭୁବନେଶ୍ୱର: ମେ ୩୧ ତାରିଖରେ ଲକ୍‌ଡାଉନ୪.୦ ଶେଷ ହେବା ପରେ ଆଜି ଓଡ଼ିଶାରେ ଜାରି ହୋଇଛି ନୂଆ ଲକ୍‌ଡାଉନ  ଗାଇଡଲାଇନ। ଏହି ଗାଇଡଲାଇନ ଅନୁସାରେ  ୩୦ ଜୁନ୍ ଯାଏ ଧର୍ମୀୟ ସ୍ଥାନକୁ ସର୍ବସାଧାରଣଙ୍କ ପ୍ରବେଶ ମନା କରାଯାଇଛି। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ  ସୂଚନା ଦେଇଛନ୍ତି। ସେହିପରି ସପିଙ୍ଗ କଂପ୍ଲେକ୍ସ ମଧ୍ୟ ୩୦ ଜୁନ୍ ଯାଏ ଖୋଲିପାରିବ ନାହିଁ। ତେବେ ହୋଟେଲ ଖୋଲି ପାରବ। କିନ୍ତୁ ସବୁ କର୍ମଚାରୀଙ୍କୁ […]

new corona
୧୯ ଜିଲ୍ଲାରୁ ୧୫୬ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ପୁଣି ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୨ ହଜାର ୧୦୪କୁ ବୃଦ୍ଧି ପାଇଛି।  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ଦିଆଯାଇଛି ସୂଚନା। ଆଜି ୧୯ ଜିଲ୍ଲାରୁ ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବାବାବେଳେ କଟକରୁ୨୦, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି କନ୍ଧମାଳ […]

  • Tuesday, 13 July 2021
quarentie
‘ପୁଅ ପରି ପାଳିଥିଲା, କେମିତି ଛାଡ଼ି ଯିବୁ’

ଭୁବନେଶ୍ୱର: ସଙ୍ଗରୋଧ କେନ୍ଦ୍ର ଗୁଡ଼ିକରେ ସାଂଘାତିକ ଅବ୍ୟବସ୍ଥା ଆଉ ବିଭ୍ରାଟ। କେଉଁଟି ଖାଇବାକୁ ନାହିଁ ତ କେଉଁଠି ଶୋଇବାକୁ ଜାଗା ନାହିଁ। କେଉଁଠି ପାଣି ନାହିଁ ତ କେଉଁଠି ଲାଇଟ୍‌ ନାହିଁ। ପୁଣି କେଉଁଠି ସଙ୍ଗରୋଧ କେନ୍ଦ୍ରରେ ପ୍ରଶାସନିକ ନିର୍ଯାତନା। ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଗୋବିନ୍ଦପୁର ସଙ୍ଗରୋଧ କେନ୍ଦ୍ର ଥିଲା ନିଆରା । ଏଠି ସମସ୍ୟା ଥାଇପାରେ ହେଲେ ମିଳୁଥିବା ସ୍ନେହ, ସହନଭୂତି ଏସବୁ  ଦୁଃଖକୁ ଦୂରେଇ ଦେଉଥିଲା। ସେଥିପାଇଁ ତ ଏହି କେନ୍ଦ୍ରରେ […]

  • Tuesday, 13 July 2021
102020
ଆଉ କିଛି ସମୟର ବ୍ୟବଧାନ; ସବୁଠି ଶୁଭିବ ‘ବନ୍ଦେ ଉତ୍କଳ ଜନନୀ’।

ଭୁବନେଶ୍ୱର:ଆଉ କିଛି ସମୟ ପରେ କରୋନା ଯୋଦ୍ଧାଙ୍କ ସମ୍ମାନରେ ରାଜ୍ୟବାସୀ ଗାଇବେ ‘ବନ୍ଦେ ଉତ୍କଳ ଜନନୀ’।  ସାଢେ ୫ଟା ବାଜିବାକୁ ଆଉ ମାତ୍ର କେତେ ମିନିଟ ବାକି। କରୋନା ମୁକାବିଲା କରିବାରେ ରାଜ୍ୟବାସୀ ସଫଳ ହୋଇଛନ୍ତି। ତେଣୁ କରୋନା ଯୋଦ୍ଧାଙ୍କ ସମ୍ମାନ ଉଦ୍ଦେଶ୍ୟରେ ଆଜି ସାଢେ ୫ଟାବେଳେ  ବନ୍ଦେ ଉତ୍କଳ ଜନନୀର ସମୂହ ଗାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି । ଏମିତିକି କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କ ମହତ କାର୍ଯ୍ୟକୁ […]

  • Tuesday, 13 July 2021