• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

niranjan
‘୨୦ ଲକ୍ଷ କୋଟିର ପ୍ୟାକେଜ ପାଇଁ ଟଙ୍କା କେଉଁଠୁ ଆସିବ ?’

ଭୁବନେଶ୍ୱର: ଦେଶକୁ ସମ୍ବୋଧନ କରିବାବେଳେ  ପ୍ରଧାନମନ୍ତ୍ରୀ ମୋଦି ଗତକାଲି ୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ୍ ଘୋଷଣା କରିଛନ୍ତି। କରୋନା ମୁକାବିଲା ସହ ଦେଶର ଆର୍ଥିକ ସ୍ଥିତିକୁ ସଜାଡ଼ିବା ପାଇଁ ଏହି ଆର୍ଥିକ ସହାୟତାର ଘୋଷଣା କରିଛନ୍ତି ସରକାର। ହେଲେ ଏହାକୁ ନେଇ  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରଶ୍ନ ଉଠାଇଛନ୍ତି। ପ୍ୟାକେଜ୍ ପାଇଁ ଟଙ୍କା କେଉଁଠୁ ଆସିବ ? ଏନେଇ ପ୍ରଶ୍ନ ଉଠାଇଛନ୍ତି ନିରଞ୍ଜନ। ଘୋଷଣା ହୋଇଥିବା ୨୦ ଲକ୍ଷ କୋଟି ଟଙ୍କା ବଜେଟରୁ ଆସିବ […]

  • Tuesday, 13 July 2021
puri
ରଥ ନିର୍ମାଣ କାମରେ ନିୟୋଜିତ ସେବାୟତଙ୍କ କୋଭିଡ୍ ଟେଷ୍ଟ ଆରମ୍ଭ

ପୁରୀ: ଶ୍ରୀଜିଉଙ୍କ ରଥ ନିର୍ମାଣ କାମରେ ନିୟୋଜିତ ସେବାୟତଙ୍କର କୋଭିଡ୍ ଟେଷ୍ଟ ଆଜିଠାରୁ ଆରମ୍ଭ ହୋଇଛି।  ଶ୍ରୀମନ୍ଦିର ପ୍ରସାସନ ପକ୍ଷରୁ ଆଜି ଏହି ଟେଷ୍ଟ ଆରମ୍ଭ ହୋଇଛି । ରଥ ନିର୍ମାଣ କାମରେ ନିୟୋଜିତ ଅଛନ୍ତି ୧୫୦ରୁ ଅଧିକ ସେବାୟତ। ୩ ଦିନ ମଧ୍ୟରେ ସମସ୍ତ ସେବାୟତଙ୍କ ନମୂନା ପରୀକ୍ଷା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ବଳବନ୍ତ ସିଂ। ଆଜି ସମସ୍ ଙ୍କ ନମୂନା ସଂଗ୍ରହ ପର୍ଯ୍ୟାୟ କ୍ରମେ କରାଯାଉଛି। ଏଥିପାଇଁ ଏକ ସ୍ୱତନ୍ତ୍ର ମେଡିକାଲ୍ ଟିମ୍ […]

  • Tuesday, 13 July 2021
orissa high court
‘ଫି ଦେଇ ନ ଥିବା ଛାତ୍ରଛାତ୍ରୀଙ୍କୁ ଅନଲାଇନ୍‌ରେ ପଢିବାର ସୁଯୋଗ ଦିଅ‘

ଭୁବନେଶ୍ୱର: କୋରନା ଭଳି କଠିନ ସମୟରେ ବିଭିନ୍ନ ବେସରକାରୀ ସ୍କୁଲ ମାନଙ୍କରେ ଅହେତୁକ ଫି ବୃଦ୍ଧିକୁ ନେଇ ଦାୟର ରିଟ ପିଟିସନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ।  ଏହି ମାମଲାର ଶୁାଣାଣି କରି କେନ୍ଦ୍ର ସରକାର, CBSE , ICSE, ରାଜ୍ୟ ଗଣ ଶିକ୍ଷା ସଚିବ ଓ ଅନ୍ୟାନ୍ୟ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି । ଅନଲାଇନ ପାଠପଢ଼ା ଜାରି ରଖିବା ପାଇଁ ଫି ଦେଇ ନଥିଲେ ମଧ୍ୟ ସମସ୍ତ ଛାତ୍ର ଛାତ୍ରୀଙ୍କୁ ଆଇଡି ଓ ପାସଓ୍ୱାର୍ଡ […]

  • Tuesday, 13 July 2021
orissa-high-court
ଜୁନ୍ ୨୨ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ନିର୍ଦ୍ଦେଶ

କଟକ: ଜୁନ୍ ୨୩ରେ ପଡ଼ୁଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବିଳମ୍ବରେ ହେଲେ ବି ଆରମ୍ଭ ହୋଇଛି ରଥ ନିର୍ମାଣ କାମ । ପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ହେବା ନେଇ ଭକ୍ତଙ୍କ ମନରେ ଆଶା ସଞ୍ଚାର ହୋଇଛି। ତେବେ ରଥ କାମ ଯଦି ଠିକ ସମୟରେ ନ ସରିବ ସବୁ ଆଶା ମଉଳିଯିବ। ତେଣୁ  ଜୁନ୍ ୨୨ ସୁଦ୍ଧା ରଥ ନିର୍ମାଣ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଆଜି […]

  • Tuesday, 13 July 2021
angula
‘ସାମାଜିକ ଦୂରତା ନ ମାନିଲେ ଜିଲ୍ଲାକୁ ସଟଡାଉନ କରାଯିବ ’

ଅନଗୁଳ: ସାମାଜିକ ଦୂରତ୍ୱ ନ ମାନିଲେ ଜିଲ୍ଲାକୁ ସଟଡାଉନ ଘୋଷଣା କରାଯିବ । ଏଭଳି ଚେତାବନୀ ଦେଇଛନ୍ତି ଅନୁଗୁଳ ଜିଲ୍ଲାପାଳ ମନୋଜ କୁମାର ମହାନ୍ତି।  ଜିଲ୍ଲାରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଧ୍ୟ ବିଭିନ୍ନ ସ୍ଥାନରେ ଅଯଥା ଗହଳି ଜମୁଛି । ଲୋକମାନେ ସାମାଜିକ ଦୂରତା ମାନୁନାହାନ୍ତି । ତେଣୁ ଏହି ଅମାନିଆଙ୍କୁ ସାବାଡ କରିବା ପାଇଁ ଜିଲ୍ଲାପାଳ ଏମିତି ଚେତାବନୀ ଦେଇଛନ୍ତି। ଲୋକଙ୍କ ସୁବିଧା ପାଇଁ ସକାଳ ୭ରୁ ଦିନ ୨ଟା ପର୍ଯ୍ୟନ୍ତ ସମସ୍ତ […]

  • Tuesday, 13 July 2021
00000000001
ଟ୍ରେନଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଜାରି କରିବେ ସ୍ୱତନ୍ତ୍ର ଗାଇଡଲାଇନ

ଭୁବନେଶ୍ୱର: ଲକ୍‌ଡାଉନ୍‌ କଟକଣା ଭିତରେ ଆଜିଠୁ ସାଧାରଣ ଯାତ୍ରୀଙ୍କ ପାଇଁ  ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି ‌। ପ୍ରାଥମିକ ପର୍ଯ୍ୟାୟରେ ଦିଲ୍ଲୀରୁ ଭୁବନେଶ୍ୱର ସମେତ ଦେଶର ପ୍ରମୁଖ ସହରକୁ ୧୫ ଯୋଡ଼ା ଟ୍ରେନ୍ ଚାଲିବ ବୋଲି କୁହାଯାଇଛି। ଓଡ଼ିଶାରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିବାବେଳେ ପ୍ରବାସୀ ଓଡ଼ିଆ ରାଜ୍ୟ ସରକାରଙ୍କର ଚିନ୍ତା ବଢାଇ ଦେଇଛନ୍ତି। ରାଜ୍ୟରେ ଏବେ ହୁ-ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏପରି ପରିସ୍ଥିତିରେ ଟ୍ରେନ ଚଳାଚଳ ଆରମ୍ଭ ହୋଇ […]

  • Tuesday, 13 July 2021
angul
ଅନୁଗୁଳ ଜିଲ୍ଲାରେ ଜାରି ହେଲା ରେଡ୍ ଜୋନ୍ କଟକଣା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଜାରି କରାଯାଇଛି ରେଡ୍ ଜୋନ୍ କଟକଣା।  ସରକାରୀ ଭାବେ ଏହି ଜିଲ୍ଲାକୁ ରେଡ୍ ଜୋନ୍ ଘୋଷଣା କରାଯାଇନଥିଲେ ମଧ୍ୟ ରେଡ୍ ଜୋନ୍‌ର ସମସ୍ତ କଟକଣା ଏହି ଜିଲ୍ଲାରେ ଲାଗୁ କରାଯାଇଛି । ଜିଲ୍ଲାପାଳ ମନୋଜ ମହାନ୍ତି ସୂଚନା ଦେଇ କହିଛନ୍ତି,  ଅନୁଗୁଳରେ ଆଜି ୧୩ ଜଣ କରୋନା ପଜିଟିଭ ବାହାରିବା ପରେ ଏହି କଡ଼ା ପଦକ୍ଷେପ ନିଆଯାଇଛି । ଆଗରୁ ଅନୁଗୁଳରେ କୌଣସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନଥିବାରୁ ଏହା ଗ୍ରୀନ୍ ଜୋନ୍‌ରେ […]

  • Tuesday, 13 July 2021
odisha
ରାଜ୍ୟରେ ଷ୍ଟେଜ ଥ୍ରୀ ଆଡ଼କୁ ଗତି କରୁଛି କରୋନା !

ଭୁବନେଶ୍ୱର: ଓଡ଼ିଶା କରୋନା ଷ୍ଟେଜ ଥ୍ରୀ ଆଡ଼କୁ ଗତି କରୁଛି କି ? ଗୋଷ୍ଠୀ ସଂକ୍ରମଣର ସମ୍ଭାବନା ରହିଛି କି ? ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ଏମିତି ଆଶଙ୍କା ପ୍ରକାଶ କରିଛନ୍ତି ସ୍ୱାସ୍ଥ୍ୟ ବିଭାଗର ବୈଷୟିକ ମୁଖପାତ୍ର ଡାକ୍ତର ଜୟନ୍ତ ପଣ୍ଡା। ବାହାର ରାଜ୍ୟରୁ ପ୍ରବାସୀ ଆସୁଛନ୍ତି। ତେଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକ ସଂଖ୍ୟାରେ ସଂକ୍ରମଣ ଆମ ଗୋଷ୍ଠୀ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିବ ବୋଲି କହିଛନ୍ତି ଡାକ୍ତର ଜୟନ୍ତ […]

  • Tuesday, 13 July 2021
quarentine
କ୍ୱାରେଣ୍ଟିନ କେନ୍ଦ୍ରରେ କଣ କରିବେ, କଣ କରିବେନି ? ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା କରାଯାଇଥିବା କ୍ୱାରେଣ୍ଟିନ୍ କେନ୍ଦ୍ର ଏବଂ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ଗୁଡିକର ପରିଚାଳନା ଲାଗି ରାଜ୍ୟ ସରକାରଙ୍କ ତରଫରୁ ଜାରି ହୋଇଛି ଗାଇଡଲାଇନ୍। ଏହି ସବୁ କେନ୍ଦ୍ର ଗୁଡିକରେ ଯେପରି ସଂକ୍ରମଣ ନଘଟେ ଏଥିଲାଗି ଗାଇଡଲାଇନ୍ ଜାରି ହୋଇଛି । କ୍ୱାରେଣ୍ଟିନ କେନ୍ଦ୍ର ଗୁଡିକରେ କଣ ସବୁ କରିବେ, କଣ କରିବେ ନାହିଁ ଏହାକୁ ନେଇ ଓଡ଼ିଆରେ ଲେଖାଥିବା ଏକ ମାର୍ଗଦର୍ଶିକା ସମସ୍ତ କେନ୍ଦ୍ରରେ ପ୍ରଦର୍ଶିତ ହେବ । ଯଦି କାହା ପାଖରେ ଲକ୍ଷଣ […]

  • Tuesday, 13 July 2021
mkcg
ଡାକ୍ତରଙ୍କ କାନ ଛିଣ୍ଡାଇ ଦେଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର: ଡାକ୍ତରଙ୍କ ଉପରେ ରୋଗୀଙ୍କ ଆକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ବ୍ରହ୍ମପୁର MKCGରେ ଆଜି ଡାକ୍ତର-ରୋଗୀ ମୁହାଁମୁହିଁ ହୋଇଛନ୍ତି। ରୋଗୀଙ୍କ ସମ୍ପର୍କୀୟ ଜଣେ ଡାକ୍ତରଙ୍କ କାନ ଛିଣ୍ଡାଇ ଦେଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। MKCGର ପ୍ରସୂତୀ ବିଭାଗରେ ଜଣେ ମହିଳା ଲେବର ରୁମ୍‌ରେ ଥିବାବେଳେ ତାଙ୍କର ଜଣେ ସମ୍ପର୍କୀୟ ଭିତରକୁ ଯିବା ପାଇଁ ଅନୁମତି ମାଗିଥିଲେ। ହେଲେ ଲେବର୍ ରୁମ୍‌କୁ ଯିବାପାଇଁ ପ୍ରବେଶ କରିବାର ଅନୁମତି  ସଂପୃକ୍ତ […]

  • Tuesday, 13 July 2021
000--train-
ଟ୍ରେନ୍‌ ବଗିରେ ହେଲା କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର: କରୋନାର ମୁକାବିଲା ପାଇଁ ସରକାରଙ୍କୁ ସହଯୋଗର ହାତ ବଢାଇଛି ରେଳ ବିଭାଗ । ୫ହଜାର ରେଲୱେ କୋଚକୁ କୋଭିଡ୍ କେୟାର ସେଣ୍ଟରରେ ପରିବର୍ତ୍ତନ କରାଯାଇଛି । ଓଡିଶାର ଭୁବନେଶ୍ୱର ଓ ଖୋର୍ଦ୍ଧାରେ କୋଭିଡ୍ କେୟାର କୋଚ୍ ପାଇଁ ରେଳ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀ ଯୋଗାଇ ଦିଆଯାଇଛି । ସମ୍ବଲପୁର, ଟିଟଲାଗଡ, କଣ୍ଟାବାଞ୍ଚି, ରାୟଗଡା, କୋରାପୁଟ, ଝାରସୁଗୁଡା ଓ ରାଉରକେଲାରେ କୋଚ୍ ପ୍ରସ୍ତୁତ ପାଇଁ ଯୋଜନା ରହିଛି । ଏଥିପାଇଁ ନୋଡାଲ ଅଫିସର ନିଯୁକ୍ତି ଲାଗି ମୁଖ୍ୟ […]

  • Tuesday, 13 July 2021
co
ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ରାଉରକେଲାର ବୋଲି ଜଣାପଡ଼ିଛି। ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ରାଜ୍ୟରେ ଏଯାବତ୍‌ କରୋନାରୁ ୬୩ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢୁଥିବାରୁ ଚିନ୍ତା ବଢିଛି। ଆଜି ସକାଳେ ରାଜ୍ୟରେ ୨୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯଇଥିଲା। […]

  • Tuesday, 13 July 2021
quarantine
ବଢିପାରେ କ୍ୱାରେଣ୍ଟିନ ଅବଧି

ଭୁବନେଶ୍ୱର: ରାଜ୍ୟ ବାହାରୁ ଆସୁଥିବା ପ୍ରବାସୀ ଓଡ଼ିଆମାନେ ଏବେ ଚିନ୍ତା ବଢାଇଛନ୍ତି। ତେଣୁ ପ୍ରବାସୀ ଓଡ଼ିଆଙ୍କ ପାଇଁ ନିୟମ କଡାକଡି କରାଯାଇଛି। ପ୍ରବାସୀ ଓଡ଼ିଆଙ୍କ ପାଇଁ ଆଗ ଟେଷ୍ଟ ପରେ ପ୍ରବେଶ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ଏବେ ସେମାନଙ୍କ ପାଇଁ କ୍ୱାରେଣ୍ଟିନ ରହିବା ବାଧ୍ୟତାମୂଳକ ବୋଲି କୁହାଯାଇଛି । ଏପରିକି କ୍ୱାରେଣ୍ଟିନ ଅବଧି ବୃଦ୍ଧି କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ପରାମର୍ଶଦାତା କେ. ଶ୍ରୀନାଥ ରେଡ୍ଡୀ । ଆଜି ରାଜ୍ୟ […]

  • Tuesday, 13 July 2021
orissa high court
ରାଜ୍ୟକୁ ଫେରିବା ପୂର୍ବରୁ କରୋନା ଟେଷ୍ଟ କର-ହାଇକୋର୍ଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନିୟନ୍ତ୍ରଣରେ ଥିବାବେଳେ ପଶ୍ଚିମବଙ୍ଗ ଫେରନ୍ତା ଏବଂ ପରେ ସୁରତ୍‌ ଫେରନ୍ତା ଚିନ୍ତା ବଢାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।  ଓଡ଼ିଶାକୁ ଫେରୁଥିବା ପ୍ରବାସୀଙ୍କ  କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ରାଜ୍ୟକୁ ଫେରିବା ପୂର୍ବରୁ ପ୍ରଥମେ ଟେଷ୍ଟ କରିବା ପାଇଁ କହିଛନ୍ତି। ହାଇକୋର୍ଟ।  ସଂପୃକ୍ତ ରାଜ୍ୟରେ ପ୍ରଥମେ RT-PCR ଟେଷ୍ଟ କରିବାକୁ ପଡ଼ିବ।  ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଲେ ପ୍ରବେଶ ଅନୁମତି ମିଳିପାରିବ। ଆଜି ଏକ […]

  • Tuesday, 13 July 2021
sd
ମୟୂରଭଞ୍ଜରେ ପୁଣି ଜଣେ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ପୁଣି ଜଣେ କରୋନା ରୋଗୀ ଚିହ୍ନଟ । ସକାଳେ ୨୦ ପଜିଟିଭ ଚିହ୍ନଟ ହେବାର କିଛି ଘଣ୍ଟା ପରେ ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହଇଛନ୍ତି ଏହି ବ୍ୟକ୍ତି।  ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍‌ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୟୂରଭଞ୍ଜ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ଛୁଇଁଲା। ତେବେ ଏହି ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି କଣ ତାହା ଜଣାପଡ଼ି ନାହିଁ। […]

  • Tuesday, 13 July 2021
ambulance
ଲକ୍‌ଡାଉନ ଯୋଗୁ ଆସିପାରିଲାନି ଆମ୍ବୁଲାନ୍ସ; ୩ କିମି ଚାଲି ଚାଲି ଗଲେ ପ୍ରସୂତି

ବାଲେଶ୍ୱର: ଲକ୍‌ଡାଉନ ଯନ୍ତ୍ରଣା ଦିନକୁ ଦିନ ଦୁର୍ବିସହ ହୋଇ ପଡ଼ୁଛି। କେଉଁଠି ବାପାର ଶେଷ ଦର୍ଶନ କରିପାରୁନି ପୁଅ, କେଉଁଠି ବିଦେଶରେ ଜୀବନ ହରାଇଥିବା ପୁଅର ଶବ ଆସିପାରୁନି ଗାଁକୁ। ହେଲେ ଏହାର ପ୍ରତିକାର କିଛି ନାହିଁ। ଏବେ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଚାଲିଥିବାବେଳେ ବାଲେଶ୍ୱର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ଜଣେ ଗର୍ଭବତୀ ୩ କିମି ଚାଲି ଚାଲି ଯାଉଥିବା ଦେଖିବାକୁ ମିଳିଛି। କରୋନା […]

  • Tuesday, 13 July 2021
koraput
ମାଟି ଅତଡ଼ା ଖସି ୩ ଶ୍ରମିକଙ୍କ ଜୀବନ ଗଲା

କୋରାପୁଟ: କୋରାପୁଟ ଜିଲ୍ଲାରେ ମାଟି ଅତଡ଼ା ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି।  ମୃତକଙ୍କ ମଧ୍ୟରେ ୨ ଜଣ ଠିକା ଶ୍ରମିକ ଅଛନ୍ତି।  ଅନ୍ୟ ଜଣେ ରେଳ ବିଭାଗର ଶ୍ରମିକ ବୋଲି ଜଣାପଡ଼ିଛି । ମୃତ ଶ୍ରମିକ ଦ୍ୱୟ ହେଲେ ଭିରା ସ୍ୱାମୀ ଓ ଓଚୁକା ସୁରି।  ଉଭୟ ଠିକା ଶ୍ରମିକ । ଅନ୍ୟ ଜଣେ ହେଲେ ଭି. ସୁରେଶ କୁମାର । ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ବୋରାରୁ ଚିମିଡ଼ିପାଲି ମଧ୍ୟରେ ଥିବା ରେଳ […]

  • Tuesday, 13 July 2021
corona-virus
ଯାଜପୁରରୁ ପୁଣି କରୋନା ରୋଗୀ ଚିହ୍ନଟ; ୫୫ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର:ମାତ୍ର କିଛି ଘଣ୍ଟାର ବ୍ୟବଧାନରେ ଯାଜପୁର ଜିଲ୍ଲାରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ। ଆଜି ମଧ୍ୟାହ୍ନରେ ଜଣେ ଆକ୍ରାନ୍ତ ଯାଜପୁରରୁ ଚିହ୍ନଟ ହୋଇଥିଲେ। ଏହାର କେଇ ଘଣ୍ଟା ପରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ଯାଜପୁରରେ ଆକ୍ରାନ୍ତ ହୋଇଥିବା ଏଇ ଆକ୍ରାନ୍ତଙ୍କ ବୟସ ୫୭ ବର୍ଷ। ସେ କୋଲକାତାରୁ ଫେରଥିଲେ। ଏହା ପରେ  ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଛି। ଏନେଇ ରାଜ୍ୟ […]

  • Tuesday, 13 July 2021
Untitled-1
‘ଏଥର ରଥଯାତ୍ରା ଆଶା ଆଉ ନାହିଁ ’

ପୁରୀ:ପୁରୀ ରଥଯାତ୍ରା ହେବ କି ନାହିଁ ଏଯାଏ ସ୍ପଷ୍ଟ କରି ନାହାନ୍ତି ରାଜ୍ୟ ସରକାର। ଏବେ ବି ଦ୍ୱନ୍ଦ୍ୱରେ ରହିଛନ୍ତି ଭକ୍ତ, ସେବାୟତ ..।  ସତରେ କ‘ଣ ଏଥର ବଡଦାଣ୍ଡରେ ରଥ ଗଡ଼ିବନି ? ଏକାଠି ହେବେନି ରଥ..ପଥ..ଭକ୍ତ..? ଏମିତି ଅନେକ ପ୍ରଶ୍ନ ସମସ୍ତଙ୍କ ମନରେ। ଆଜିକୁ ମିଶାଇ ୧୧ ଦିନ ବିତି ଗଲାଣି। କିନ୍ତୁ ରଥକାମ ଆରମ୍ଭ ହେଲାନି। ଆଜି ନୃସିଂହ ଜନ୍ମ ଅବସରରେ ରଥର କୋଣଗୁଜ ଅନୁକୂଳ ହେବା କଥା। ସେ ନୀତି ମଧ୍ୟ […]

  • Tuesday, 13 July 2021
forest officer dead
ନିଆଁରେ ପୋଡି ହୋଇ ଫରେଷ୍ଟ ଅଫିସରଙ୍କ ମୃତ୍ୟୁ

ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର।ଆଜି ତାଙ୍କର ମୃତ୍ୟୁ ଘଟିଛି। ୬ ମାସ ତଳେ ବିବାହ କରିଥିବା ବନ ଅଧିକାରୀ କିପରି ନିଆଁରେ ପୋଡି ହେଲେ ତାହାର କାରଣ ଏ ଯାଏ ଅସ୍ପଷ୍ଟ ରହିଛି।

d
ବାଲେଶ୍ୱରରେ ପୁଣି ଜଣେ କରୋନା ରୋଗୀ; ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର: ବାଲେଶ୍ୱରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ଏହାକୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୭୮କୁ ଛୁଇଁଛି। ବାଲେଶ୍ୱରରୁ ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କର କୋଲକାତା ଲିଙ୍କ ରହିଛି। ସେ ଅନେକ ଲୋକଙ୍କ ସହ ମିଶିଥିବା କୁହା ଯାଉଛି।  ଏ ନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ […]

  • Tuesday, 13 July 2021
nabadash
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତାଗିଦ୍‌-କ୍ୱାରେଣ୍ଟିନରେ ନ ରହିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କ୍ୱାରେଣ୍ଟିନରେ ନ ରହିଲେ ହେବ କାର୍ଯ୍ୟାନୁଷ୍ଠାନ । ପ୍ରବାସୀ ଓଡ଼ିଆଙ୍କୁ ଏଭଳି କଡା ଚେତାବନୀ ଦେଇଛନ୍ତି ସ୍ୱସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରେ ଅମାନିଆଙ୍କୁ ଏମିତି ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଅନେକ ସ୍ଥାନରେ କ୍ୱାରେଣ୍ଟିନରୁ ଖସି ପଳାଉଛନ୍ତି ରୋଗୀ। ଯାହାକି ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରବାସୀଙ୍କ ପାଇଁ କ୍ୱାରେଣ୍ଟିନ ରହିବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ […]

  • Tuesday, 13 July 2021
murder
ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ

ରେଢାଖୋଲ: ସମ୍ବଲପୁର ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ଥାନା ଅଞ୍ଚଳରେ ଆଜି ଏକ ହତ୍ୟାକାଣ୍ଡ ଘଟିଯାଇଛି। ଯୁବକଙ୍କୁ ଗୋଡାଇ ଗୋଡାଇ ଗାଁ ଦାଣ୍ଡରେ ସଂଘବଧ ଭାବେ ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ  ସାଲେଭଟା ପଞ୍ଚାୟତର ତାଲବଣିଆ ଗାଁର ଦୁଃଶାସନ ଦେହୁରୀ। ସ୍ଥାନୀୟ ଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, କୌଣସି ଏକ କାରଣକୁ ନେଇ ଦୁଃଶାସନଙ୍କ ସହ ଗାଁର କିଛି ଲୋକଙ୍କର ବାରମ୍ବାର ପାଟିତୁଣ୍ଡ ହୋଉଥିଲା। ଆଜି ଦୁଃଶାସନ ତାଙ୍କ ଝିଅ ଘରକୁ ଯାଉଥିବା ବେଳେ ଗାଁର […]

  • Tuesday, 13 July 2021
liquor
ବହି ଦୋକାନରେ ବିକ୍ରି ହେଉଛି ମଦ

ଭୁବନେଶ୍ୱର: ଚାରିଆଡ଼େ ଲକଡାଉନ୍।  ତାହାରି ଭିତରେ ସରକାର ଜାରି କରିଛନ୍ତି ନା ନା କଟକଣା। ହେଲେ ଅମାନିଆଙ୍କ ପାଇଁ କିନ୍ତୁ କିଛି ଫରକ୍ ପଡ଼ୁନି। ସ୍ୱାର୍ଥ ପାଇଁ କିଏ ଗଳାବାଟର ଆଶ୍ରା ନେଉଛନ୍ତି, ତ ଆଉ କିଏ ଆଇନ ଆଖିରେ ଧୂଳି ଦେଉଛନ୍ତି। କଳାଧନ୍ଧାର ବେପାର ଲମ୍ବିଛି ଗାଁଠୁ ସହର ଯାଏଁ। ଲକ୍ ଡାଉନ୍ ସମୟରେ ବେଧଡ଼କ ଚାଲିଛି ମଦ ବେପାର। ସରକାର ଅନୁମତି ଦେଇଥିବା  ବହି ଦୋକାନରେ ବିକ୍ରି ହେଉଛି ମଦ।  ନୟାଗଡ଼ରେ ଏପରି ଚାଲିଛି […]

  • Tuesday, 13 July 2021
ladt
ଭିନ୍ନ ଜଣେ କରୋନା ଯୋଦ୍ଧା: ଘରେ ଘରେ ଯୋଗାଉଛନ୍ତି ବ୍ୟାଙ୍କ ସେବା

ନାରାୟଣପାଟଣା (ପି.ଗୋବିନ୍ଦରାଜୁ ସୁବୁଦ୍ଧି/ଓଟିଭି ପ୍ରତିନିଧି) : କରୋନା ଲକ୍‌ଡାଉନ ଡାକି ଆଣିଛି ଅନେକ ବିପତ୍ତି। କିଏ ବାହାରେ ଫସି ରହିଛି, ଘରକୁ ଆସିବ ବୋଲି ଛଟପଟ ହେଉଛି। କିଏ ଘରେ ରହିବି ବାହାରକୁ ଯାଇ ନ ପାରି ଛଟପଟ ହେଉଛନ୍ତି। ଏପରି ବିପଦକାଳୀନ ପରିସ୍ଥିତିରେ ଅନେକ ବଦାନ୍ୟ ବ୍ୟକ୍ତି ସେମାନଙ୍କର ସହଯୋଗର ହାତ ବଢାଇଛନ୍ତି। ଏହି ମହାନ ବ୍ୟକ୍ତିତ୍ୱଙ୍କ ମଧ୍ୟରୁ ଜଣେ ହେଉଛନ୍ତି କୋରାପୁଟର ସଲାମୀ ଶଶାଙ୍କର। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ତୋୟାପୁଟ ଗାଁର ସଲାମୀ। […]

  • Tuesday, 13 July 2021