• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

rain
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ି ହେଲା- ମାଲକାନଗିରି, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ ଓ ନୟାଗଡ଼। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତା ୪୮ ଘଣ୍ଟା […]

  • Monday, 12 July 2021
bhadrak
ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ

ଭଦ୍ରକ: ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ। ଭଦ୍ରକ ଜିଲ୍ଲାରେ ଏହି ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏମାନେ ଯାଜପୁରର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏହି ପ୍ରେମୀ ଯୁଗଳ ୧୦ଦିନ ତଳେ ଫେରାର ହୋଇ ଯାଇଥିଲେ। ଏନେଇ ଝିଅ ଘର ପକ୍ଷରୁ କୋରେଇ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୁଲିସ୍‌ ଉଭୟଙ୍କ ଫୋନ୍ ଟ୍ରାକିଂ କରି ସେମାନେ ଭଦ୍ରକରେ ରହୁଥିବା ଜାଣିବାକୁ ପାଇଥିଲା। ଏହାପରେ ଉଭୟଙ୍କୁ ଧରିବାକୁ ପୁଲିସ୍‌ […]

  • Monday, 12 July 2021
baripada
ଭିଜିଲାନ୍ସ ଜାଲରେ ଇଞ୍ଜିନିୟର

ବାରିପଦା(ମାଣିକ ଲାଲ୍ ପାଣି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା କ୍ଷୁଦ୍ର ଜଳସେଚନ ବିଭାଗର ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ହୁଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୫ଟି ଜାଗାରେ ଚଢ଼ଉ ଚାଲିଛି। ଭୁବନେଶ୍ୱରରରେ ଏକ ଫ୍ଲାଟ୍‌, ବାରିପଦାରେ ଥିବା ଦୁଇ ମହଲା ଘର, ମୟୂରଭଞ୍ଜ କପ୍ତିପଦାରେ ପୈତୃକ ଘର ଏବଂ ବାଙ୍ଗିରିପୋଷି ଚନ୍ଦନପୁରରେ ଶ୍ୱଶୁର ଘର ଏବଂ ହୁଦେଶ୍ୱରଙ୍କ କାର୍ଯ୍ୟାଳୟରେ ଚଢ଼ାଉ କରାଯାଉଛି। ଜମି ଜମା ସଂପର୍କିତ ବହୁ କାଗଜପତ୍ର, ଏକ କାର୍‌ ଓ […]

  • Monday, 12 July 2021
kendrapara
କ୍ଷମା ମାଗିଲେ କେନ୍ଦ୍ରାପଡ଼ା ଏସ୍‌ପି

ଭୁବନେଶ୍ୱର: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ହାତ ଉଠାଇବା ଘଟଣାରେ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର କ୍ଷମା ପ୍ରାର୍ଥନା କରିଛନ୍ତି। ଭିଡ଼ ନିୟନ୍ତ୍ରଣ ବେଳେ ସେଠାରେ ଅଧିକ ଶବ୍ଦ ଥିବାରୁ ସେ ଉଚ୍ଚ ଗଳାରେ କଥା ହୋଇଥିଲେ ବୋଲି ଏସ୍‌ପି କହିଛନ୍ତି। ସେ ଆହୁରି କହିଛନ୍ତି, ସାମ୍ବାଦିକଙ୍କୁ ମୁଁ ଯଥେଷ୍ଟ ସମ୍ମାନ ଦିଏ। କେବେବି ସାମ୍ବାଦିକଙ୍କୁ ଖରାପ ବ୍ୟବହାର କରେ ନାହିଁ। ସୂଚନାଥାଉ କି, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରାକୁ ନିର୍ବାଚନ ପ୍ରଚାର ପାଇଁ ଯାଇଥିଲେ। ଏହି ସମୟରେ ଖବର […]

  • Monday, 12 July 2021
nabarangabur
ନବରଙ୍ଗପୁରରୁ ୧୨ଜଣ ଦାଦନ ଶ୍ରମିକ ଉଦ୍ଧାର

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ବାହାର ରାଜ୍ୟକୁ ଚାଲାଣ ବେଳେ ୧୨ ଜଣ ଦାଦନ ଶ୍ରମିକଙ୍କୁ ନବରଙ୍ଗପୁର ପୁଲିସ୍‌ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ୭ ଜଣ ଝିଅ ଓ ୫ ଜଣ ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ ଥିବା ଜଣାପଡ଼ିଛି। ଏଥିସହ ଶ୍ରମିକମାନଙ୍କୁ  ସାଙ୍ଗରେ ନେଉଥିବା ୨ ଦଲାଲଙ୍କୁ ପୁଲିସ୍ ଅଟକ ରଖିଛି। ଉଦ୍ଧାର ଶ୍ରମିକଙ୍କ ଘର ଉମରକୋଟ, ତେନ୍ତୁଳିଖୁଣ୍ଟି ବ୍ଲକ ଓ କଳାହାଣ୍ଡି ଜିଲ୍ଲାରେ […]

  • Monday, 12 July 2021
accident
ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଳ ଛକ ନିକଟରେ ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମୃତକ ମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଗତକାଲି ଏକ ଅଟୋରେ ୨ ଜଣ ଯାତ୍ରୀ ଯାତ୍ରା କରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା […]

  • Monday, 12 July 2021
odisha
ନବୀନ ନିବାସ ଆଗରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ନବୀନ ନିବାସ ଆଗରେ ଆଜି ଜଣେ ଯୁବକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ ପ୍ରସଙ୍ଗକୁ ନେଇ ସମ୍ପୃକ୍ତ ଯୁବକ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଯୁବକ ଜଣକ ବେକରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ଏହି ସମୟରେ ପୁଲିସ୍‌ ତାଙ୍କୁ ଅଟକାଇଥିଲା। ଯୁବକ ଜଣକ ପ୍ରତିକ୍ରିୟା ରଖି କହିଛନ୍ତି, ‘ଯଦି ଆଜି ଭିତରେ ରେଜଲ୍ଟ ପ୍ରକାଶ ନକରନ୍ତି, ତେବେ ମୁଁ ଆତ୍ମହତ୍ୟା କରିବି।’ ସୂଚନା ଅନୁସାରେ, […]

  • Monday, 12 July 2021
odisha assembly
ବିଧାନସଭାରେ ମନ୍ତ୍ରୀ ଓ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ଶାସକ ଦଳକୁ ବିରୋଧୀଙ୍କ ଟାର୍ଗେଟ୍

ଭୁବନେଶ୍ୱର: ବିଧାନସଭା ଶୂନ୍ୟକାଳରେ ଆଜି ମନ୍ତ୍ରୀ ଓ ବିଧାୟକଙ୍କ ଅନୁପସ୍ଥିତିକୁ ନେଇ ବିରୋଧୀ ବିଜେପି ଶାସକ ଦଳକୁ ଟାର୍ଗେଟ କରିଛି। ଶାସକ ଦଳ ପାଇଁ ପାଟକୁରା ନିର୍ବାଚନ ଆଗ ନା, ଗୃହ ଆଗ ତାକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ନିର୍ବାଚନ ପ୍ରଚାର ସମୟରେ ବାର୍ଦ୍ଧକ୍ୟ ଭତ୍ତା ଓ ଚାଉଳ ବଣ୍ଟନ କାର୍ଯ୍ୟକ୍ରମ ରଖାଯିବା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ବୋଲି ବିଜେପି ଅଭିଯୋଗ କରିଛି। ଏଥିସହ ଏହା ଉପରେ […]

  • Monday, 12 July 2021
tea seller
ପଦ୍ମଶ୍ରୀ ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥାର ତଦାରଖ ପାଇଁ କଟକ ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବେ ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କଟକ ବଡ଼ ମେଡିକାଲ ଭେଷଜ ବିଭାଗର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ଗତକାଲି ଅନୁଗୁଳକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ […]

  • Monday, 12 July 2021
odisha assembly
ବିଧାନସଭାରେ ପାଟକୁରା ନିର୍ବାଚନର ପ୍ରଭାବ: ଗୃହରେ ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ

ଭୁବନେଶ୍ୱର: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପ୍ରଚାର କରୁଥିବା ବେଳେ ଅଧିକାଂଶ ବିଧାୟକ, ମନ୍ତ୍ରୀ ଏଥିରେ ସାମିଲ ହୋଇଛନ୍ତି। ଫଳରେ  ବିଧାନସଭାରେ ଆଜି ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ ଅଛନ୍ତି। ଶାସକ ଦଳ ସଦସ୍ୟ ବସୁଥିବା ଅନେକ ଚେୟାର ଖାଲି ପଡ଼ିଛି। ଏପରିକି ମନ୍ତ୍ରୀମାନଙ୍କର ନିଜ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଥିଲେ ମଧ୍ୟ ସେମାନେ ଅନୁପସ୍ଥିତ ଅଛନ୍ତି। ତାଙ୍କ ସ୍ଥାନରେ ଅନ୍ୟ ମନ୍ତ୍ରୀମାନେ ଗୃହରେ ଉତ୍ତର ରଖୁଛନ୍ତି। ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର […]

  • Monday, 12 July 2021
hi tech
ହାଇଟେକ୍ ଜମି ଠକେଇ ମାମଲା: କ୍ଷତିଗ୍ରସ୍ତଙ୍କୁ ମିଳିବ ଜମା ଟଙ୍କା

କଟକ: ହାଇଟେକ୍ ଜମି ଠକେଇ ମାମଲାରେ କ୍ଷତିଗ୍ରସ୍ତଙ୍କୁ ଜମା ଟଙ୍କା ମିଳିବ। ସଂସ୍ଥାର ଜମା ଥିବା ୬୩ କୋଟି ୫୫ ଲକ୍ଷ ୪୯ ହଜାର ଟଙ୍କା କ୍ଷତିଗ୍ରସ୍ତଙ୍କ ମଧ୍ୟରେ ବାଣ୍ଟିବାକୁ କଟକର ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ହାଇଟେକ୍ କମ୍ପାନୀ ଦ୍ୱାରା ଠକେଇର ଶିକାର ହୋଇଥିବା ୨୧ ହଜାର ୭ ଶହ ଜମାକାରୀଙ୍କୁ ଏହି ଟଙ୍କା ତୁରନ୍ତ ଫେରାଇ ଦେବାକୁ କଟକର ସ୍ୱତନ୍ତ୍ର କ୍ଷମତାପ୍ରାପ୍ତ ଅଧିକାରୀ ତଥା ଏଡିଏମ୍‌ଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇଟଟେକ୍ କମ୍ପାନୀ […]

  • Monday, 12 July 2021
bolangir
ଗିରଫ ହେଲେ ଦବଙ୍ଗ କନଷ୍ଟେବଲ୍‌; ଥାନାରେ ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିରରେ ପୁଲିସ୍‌ କନଷ୍ଟେବଲଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜମି ବିବାଦକୁ ନେଇ ଜଣେ ବିଧବା ମହିଳାଙ୍କୁ ଥାନାରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ବଲାଙ୍ଗିର ଟାଉନ୍ ଥାନାରେ ଏହି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ମହିଳା ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ କନଷ୍ଟେବଲଙ୍କ ସମେତ ଆଉ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଗିରଫ କନଷ୍ଟେବଲ୍‌ଙ୍କ ନାଁ ଅଞ୍ଜନ ପ୍ରଧାନ। ସେହିଭଳି ଗିରଫ ଅନ୍ୟ ଜଣେ ବ୍ୟକ୍ତିଙ୍କ ନାଁ ବିକାଶ ଜୈନ। ଅଭିଯୋଗ […]

  • Monday, 12 July 2021
encounter
ଜୟପୁରରେ ଏନ୍‌କାଉଣ୍ଟର; କୁଖ୍ୟାତ ଅପରାଧୀ ଆହତ

ଜୟପୁର(ଟି.ଗୌରିଶଙ୍କର): ଜୟପୁର ଟାଉନ ଥାନା ଅନ୍ତର୍ଗତ ହାତୀଶାଳ ଛକରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କାବୁଲ୍‌ ଖରା ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର୍‌ ପ୍ରାୟ ସାଢ଼େ ୪ଟା ସମୟରେ ଏହି ଏନକାଉଣ୍ଟର ହୋଇଥିଲା। କାବୁଲ୍‌ ନିକଟରୁ ଗୋଟିଏ ପିସ୍ତଲ ଓ କାର୍‌ ଜବତ କରାଯାଇଛି। ତା’ ନାଁରେ ଜୟପୁର ଟାଉନ, ଜୟପୁର ସଦର, ବୋରିଗୁମ୍ମା ଓ ନବରଙ୍ଗପୁର ଥାନାରେ ମାମଲା ରହିଛି। ସେ […]

  • Monday, 12 July 2021
rain
ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ଦୁଇଟି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Monday, 12 July 2021
kendrapara
ତିନି ମୁହାଣି ଗୁଳିକାଣ୍ଡ ଘଟଣାର ପ୍ରତିବାଦରେ କେନ୍ଦ୍ରାପଡ଼ାରେ ବନ୍ଦ ଡାକରା

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ସବୁ ରାଜନୈତିକ ଦଳଙ୍କ ଫୋକସ୍‌ରେ ଏବେ ପାଟକୁରା। ବିଜେଡି ପକ୍ଷରୁ ମଧ୍ୟ ହାଇଭୋଲଟେଜ୍ ପ୍ରଚାର ଚାଲିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ରହିଛି। ଗୋଟିଏପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟପଟେ କେନ୍ଦ୍ରାପଡ଼ା ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ପାଟକୁରାକୁ ଛାଡ଼ି ଜିଲ୍ଲାର ଅନ୍ୟ ସମସ୍ତ ଅଞ୍ଚଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ତିନି […]

  • Monday, 12 July 2021
road
ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ୍‌ ରୁମ୍

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଚାଲିଥିବା ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ ରୁମ୍। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିମ୍ନମାନର କାମ ନେଇ ବିଧାୟକଙ୍କ ଉଦ୍‌ବେଗ ପରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“କଣ୍ଟ୍ରୋଲ ରୁମରେ ଏକ ଫୋନ ନମ୍ବର ରହିବ। ସମସ୍ତ ବ୍ଲକ୍‌, ପଞ୍ଚାୟତ, ନିର୍ବାହୀ ଯନ୍ତ୍ରୀ ଓ ଏସ୍‌ଡିଓଙ୍କ କାର୍ଯ୍ୟାଳୟରେ ଏହି  ନମ୍ବର ଉଲ୍ଲେଖ ରହିବ।  ନମ୍ବର ମାଧ୍ୟମରେ ଲୋକ ଅଭିଯୋଗ କରିପାରିବେ। […]

  • Monday, 12 July 2021
bhubaneswar
ତେଜିଲା ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

ଭୁବନେଶ୍ୱର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ଲୋୟର ପିଏମ୍‌ଜିରେ ବଲାଙ୍ଗିର ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା କରାଯାଇଛି। ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ସରକାର କର୍ଣ୍ଣପାତ ନ କରିବା ପରେ ରାଜଧାନୀରେ ବଲାଙ୍ଗିର ଓକିଲ ସଂଘ ଆନ୍ଦୋଳନ କରିଛନ୍ତି।

  • Monday, 12 July 2021
odisha assembly
ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ୱର: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଫଳରେ ୩ଟା ଯାଏ ଗୃହ ମୁଲତବି ହୋଇଥିଲା। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଥିଲେ, ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଯଶଓ୍ୱନ୍ତ କମିଶନ ରିପୋର୍ଟ ଦେଇଥିଲେ। ୬ ମାସରେ ବିଧାନସଭାରେ ରିପୋର୍ଟ ଉପସ୍ଥାପନ ହେବା କଥା ହେଲେ ୬ ବର୍ଷ ବିତିଯାଇଥିଲେ ବି ରିପୋର୍ଟ ଆଗତ ହୋଇନି।  ତାହା କୁଆଡ଼େ […]

  • Monday, 12 July 2021
puri
ପୁରୀ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୬ ଗିରଫ

ଭୁବନେଶ୍ୱର: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୬ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ବିଧିବଦ୍ଧ ଭାବେ ଡିଜିପି ଆରପି ଶର୍ମା ସୂଚନା ଦେଇଛନ୍ତି। ରବିବାର ଦିନ ପଟ୍ଟନାୟକିଆ ଛକ ନିକଟରେ ବିଚ୍ ରାସ୍ତାରେ ଗୋଟିଏ ପରିବାରର ତିନି ଜଣଙ୍କୁ ଗୋଡାଇ ଗୋଡ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ମୃତକମାନେ ହେଲେ ସ୍ଥାନୀୟ ସଦାନନ୍ଦପୁରର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା। ଏହି ତିନିଜଣ କୌଣସି କାର୍ଯ୍ୟରେ […]

  • Monday, 12 July 2021
kalahandi
ମିଳିଲାନି ମହାପ୍ରୟାଣ ଗାଡ଼ି; ସ୍ତ୍ରୀର ମୃତଦେହକୁ ଭାରରେ ବୋହିଲେ ସ୍ୱାମୀ

ଭବାନୀପାଟଣା: ପୁଣି ଭାରରେ ବୁହା ହେଲା ମୃତଦେହ। ମହାପ୍ରୟାଣ ଗାଡ଼ି ନ ଥିବାରୁ ଭାରରେ ପତ୍ନୀଙ୍କ ମୃତଦେହକୁ ତାଙ୍କ ସ୍ୱାମୀ ଓ ପରିବାର ଲୋକେ ବୋହିଛନ୍ତି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତକ ହେଲେ ବାଲିଛ଼ଡ଼ା ଗାଁର ନିଗିଡି ମାଝୀ। ଏହି ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ପରେ କଳାହାଣ୍ଡି ସିଡିଏମ୍ଓ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିଗିଡିଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ କଣିଗୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସାଧୀନ […]

  • Monday, 12 July 2021
bhubaneswar
ବିଧାନସଭା ଫାଟକ ଆଗରେ ମହିଳାଙ୍କ ପ୍ରତିବାଦ

ଭୁବନେଶ୍ୱର: ବିଧାନସଭା ମୁଖ୍ୟ ଫାଟକ ନିକଟରେ ଜଣେ ମହିଳା ପ୍ରତିବାଦ କରିଛନ୍ତି। ବିଧାନସଭା ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ ପୁଲିସ୍‌କୁ ଚକ୍‌ମା ଦେଖାଇ ମହିଳା ଜଣକ ଆଜି ବିଧାନସଭାର ମୁଖ୍ୟ ଫାଟକ ଆଗକୁ ପଳାଇ ଆସିଥିଲେ। ବିବାହ ଓ ଚାକିରି ନାଁରେ ଦେହ ବ୍ୟବସାୟ ପାଇଁ ବାଧ୍ୟ କରାଯାଉଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ସେ ପୁଲିସ୍‌ରେ ଅଭିଯୋଗ କରିଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା […]

  • Monday, 12 July 2021
anubhav..
ଅନୁଭବଙ୍କ ନାଁରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ ମାମଲା: କୋର୍ଟରେ ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମହିଳା ସାମ୍ବାଦିକ ଆଣିଥିବା ଅଭିଯୋଗ ମାମଲାରେ ଆଜି କଟକ JMFC କୋର୍ଟରେ ଅଭିଯୋଗକାରିଣୀ ସସ୍ମିତା ଆଚାର୍ଯ୍ୟଙ୍କ ବୟାନ ରେକର୍ଡ କରାଯାଇଛି। ୧୬୪ ଧାରାରେ କୋର୍ଟଙ୍କ ସମ୍ମୁଖରେ ସସ୍ମିତା ତାଙ୍କର ବୟାନ ରଖିଛନ୍ତି। ଏହି ସମୟରେ ପୁରୀଘାଟ ପୁଲିସ୍‌ ଏବଂ ତଦନ୍ତକାରୀ ଅଧିକାରୀ ଉପସ୍ଥିତ ଥିଲେ। ଗତ ଦୁଇ ଦିନ ତଳେ ମହିଳା ସାମ୍ବାଦିକ ଜଣକ ପୁରୀଘାଟ ଥାନାରେ ଧାରଣାରେ ବସିଥିଲେ। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେଉ ନ ଥିବା […]

  • Monday, 12 July 2021
bullet
ରାଜଧାନୀରେ ପୁଲିସ୍‌ର ଅପରେସନ୍‌ ବୁଲେଟ୍‌

ଭୁବନେଶ୍ୱର: କମିଶନରେଟ୍‌ ପୁଲିସ ପକ୍ଷରୁ ଅପରେସନ୍ ବୁଲେଟ୍‌ ଆରମ୍ଭ ହୋଇଛି। ବିକଟାଳ ସାଉଣ୍ଡ ଓ ଫାଇରିଂ ସାଉଣ୍ଡ କରୁଥିବା ବୁଲେଟ୍‌ ଚାଳକ ଉପରେ ଟ୍ରାଫିକ ପୁଲିସ୍‌ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଗତକାଲି ସହରର ୬ଟି ଛକରେ ଟ୍ରାଫିକ ଯାଞ୍ଚ ବେଳେ ପ୍ରାୟ ୨୦ରୁ ଅଧିକ ବୁଲେଟ୍‌କୁ ପୁଲିସ୍‌ ଜବତ କରିଛି। ସେସବୁ ବୁଲେଟ୍‌ର ସାଇଲେନ୍‌ସର୍‌କୁ ପୁଲିସ୍‌ କାଢ଼ି ଦେଇଛି। ଏଥିସହ ଚାଳକମାନଙ୍କଠାରୁ ୫୦୦ ଟଙ୍କା ଲେଖାଏ ଜରିମାନା ମଧ୍ୟ ଆଦାୟ କରାଯାଇଛି। ଏପରିକି ପୁନର୍ବାର ଏପରି ନ କରିବାକୁ […]

  • Monday, 12 July 2021
odisha assembly
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି ଦାବିରେ ଉଭୟ ବିଜେପି ଓ କଂଗ୍ରେସ ବିଧାୟକ ଗୃହରେ ସରକାରଙ୍କୁ ଘେରିଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କେନ୍ଦ୍ରାପଡ଼ା ଗୁଳିକାଣ୍ଡ, ସିମୁଳିଆରେ ପଦ୍ମଲୋଚନ ପଣ୍ଡାଙ୍କ ପୁଅକୁ ଗିରଫ ଘଟଣା ସହ ପୁରୀ ଓ ସୁନ୍ଦରଗଡ଼ ଆଦି ଘଟଣା କଥା ଉଠାଇଥିଲେ। ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଥିବା ଏବଂ ଆକ୍ରୋଶ ରଖି ସିମୁଳିଆରେ ବିଜେପି ନେତା ପଦ୍ମଲୋଚନ […]

  • Monday, 12 July 2021
bomb blast
ପକେଟ୍‌ରେ ବୋମା ରଖିଥିଲେ, ଫୁଟିଗଲା

ଭଞ୍ଜନଗର: ପକେଟ୍‌ରେ ବୋମା ରଖିଥିଲେ ହେଲେ ତାହା ଫୁଟିଗଲା। ଆଉ ଚାଲିଗଲା ଜୀବନ। ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, କିଛି ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରି ମୋଟର ସାଇକେଲରେ ଘଟଣାସ୍ଥଳରୁ ଚମ୍ପଟ ମାରୁଥିଲେ। ଏହି ସମୟରେ ଡହ ନିକଟ ଗୋଚ୍ଛାପଲ୍ଲୀ ନିକଟରେ ପୁଲିସ୍‌ ସହ ଦୁର୍ବୃତ୍ତଙ୍କ  ମୁହାଁମୁହିଁ ହୋଇଥିଲା। ତେବେ ପୁଲିସ୍‌ ଉପରକୁ ବୋମା ଫିଙ୍ଗି ଖସିଯିବା ପାଇଁ ଉଦ୍ୟମ କରିବା ବେଳେ ଜଣଙ୍କ ବାଇକ୍ […]

  • Monday, 12 July 2021