• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

tea seller
ପଦ୍ମଶ୍ରୀ ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କୁ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥାର ତଦାରଖ ପାଇଁ କଟକ ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବେ ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ସ୍ୱାସ୍ଥାବସ୍ଥା ସ୍ଥିର ରହିଛି। କଟକ ବଡ଼ ମେଡିକାଲ ଭେଷଜ ବିଭାଗର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ଗତକାଲି ଅନୁଗୁଳକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ […]

  • Monday, 12 July 2021
odisha assembly
ବିଧାନସଭାରେ ପାଟକୁରା ନିର୍ବାଚନର ପ୍ରଭାବ: ଗୃହରେ ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ

ଭୁବନେଶ୍ୱର: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପ୍ରଚାର କରୁଥିବା ବେଳେ ଅଧିକାଂଶ ବିଧାୟକ, ମନ୍ତ୍ରୀ ଏଥିରେ ସାମିଲ ହୋଇଛନ୍ତି। ଫଳରେ  ବିଧାନସଭାରେ ଆଜି ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ ଅଛନ୍ତି। ଶାସକ ଦଳ ସଦସ୍ୟ ବସୁଥିବା ଅନେକ ଚେୟାର ଖାଲି ପଡ଼ିଛି। ଏପରିକି ମନ୍ତ୍ରୀମାନଙ୍କର ନିଜ ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଥିଲେ ମଧ୍ୟ ସେମାନେ ଅନୁପସ୍ଥିତ ଅଛନ୍ତି। ତାଙ୍କ ସ୍ଥାନରେ ଅନ୍ୟ ମନ୍ତ୍ରୀମାନେ ଗୃହରେ ଉତ୍ତର ରଖୁଛନ୍ତି। ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର […]

  • Monday, 12 July 2021
hi tech
ହାଇଟେକ୍ ଜମି ଠକେଇ ମାମଲା: କ୍ଷତିଗ୍ରସ୍ତଙ୍କୁ ମିଳିବ ଜମା ଟଙ୍କା

କଟକ: ହାଇଟେକ୍ ଜମି ଠକେଇ ମାମଲାରେ କ୍ଷତିଗ୍ରସ୍ତଙ୍କୁ ଜମା ଟଙ୍କା ମିଳିବ। ସଂସ୍ଥାର ଜମା ଥିବା ୬୩ କୋଟି ୫୫ ଲକ୍ଷ ୪୯ ହଜାର ଟଙ୍କା କ୍ଷତିଗ୍ରସ୍ତଙ୍କ ମଧ୍ୟରେ ବାଣ୍ଟିବାକୁ କଟକର ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ହାଇଟେକ୍ କମ୍ପାନୀ ଦ୍ୱାରା ଠକେଇର ଶିକାର ହୋଇଥିବା ୨୧ ହଜାର ୭ ଶହ ଜମାକାରୀଙ୍କୁ ଏହି ଟଙ୍କା ତୁରନ୍ତ ଫେରାଇ ଦେବାକୁ କଟକର ସ୍ୱତନ୍ତ୍ର କ୍ଷମତାପ୍ରାପ୍ତ ଅଧିକାରୀ ତଥା ଏଡିଏମ୍‌ଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ହାଇଟଟେକ୍ କମ୍ପାନୀ […]

  • Monday, 12 July 2021
bolangir
ଗିରଫ ହେଲେ ଦବଙ୍ଗ କନଷ୍ଟେବଲ୍‌; ଥାନାରେ ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିରରେ ପୁଲିସ୍‌ କନଷ୍ଟେବଲଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜମି ବିବାଦକୁ ନେଇ ଜଣେ ବିଧବା ମହିଳାଙ୍କୁ ଥାନାରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ବଲାଙ୍ଗିର ଟାଉନ୍ ଥାନାରେ ଏହି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ମହିଳା ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାରେ କନଷ୍ଟେବଲଙ୍କ ସମେତ ଆଉ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଗିରଫ କନଷ୍ଟେବଲ୍‌ଙ୍କ ନାଁ ଅଞ୍ଜନ ପ୍ରଧାନ। ସେହିଭଳି ଗିରଫ ଅନ୍ୟ ଜଣେ ବ୍ୟକ୍ତିଙ୍କ ନାଁ ବିକାଶ ଜୈନ। ଅଭିଯୋଗ […]

  • Monday, 12 July 2021
encounter
ଜୟପୁରରେ ଏନ୍‌କାଉଣ୍ଟର; କୁଖ୍ୟାତ ଅପରାଧୀ ଆହତ

ଜୟପୁର(ଟି.ଗୌରିଶଙ୍କର): ଜୟପୁର ଟାଉନ ଥାନା ଅନ୍ତର୍ଗତ ହାତୀଶାଳ ଛକରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କାବୁଲ୍‌ ଖରା ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର୍‌ ପ୍ରାୟ ସାଢ଼େ ୪ଟା ସମୟରେ ଏହି ଏନକାଉଣ୍ଟର ହୋଇଥିଲା। କାବୁଲ୍‌ ନିକଟରୁ ଗୋଟିଏ ପିସ୍ତଲ ଓ କାର୍‌ ଜବତ କରାଯାଇଛି। ତା’ ନାଁରେ ଜୟପୁର ଟାଉନ, ଜୟପୁର ସଦର, ବୋରିଗୁମ୍ମା ଓ ନବରଙ୍ଗପୁର ଥାନାରେ ମାମଲା ରହିଛି। ସେ […]

  • Monday, 12 July 2021
rain
ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ଦୁଇଟି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Monday, 12 July 2021
kendrapara
ତିନି ମୁହାଣି ଗୁଳିକାଣ୍ଡ ଘଟଣାର ପ୍ରତିବାଦରେ କେନ୍ଦ୍ରାପଡ଼ାରେ ବନ୍ଦ ଡାକରା

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ସବୁ ରାଜନୈତିକ ଦଳଙ୍କ ଫୋକସ୍‌ରେ ଏବେ ପାଟକୁରା। ବିଜେଡି ପକ୍ଷରୁ ମଧ୍ୟ ହାଇଭୋଲଟେଜ୍ ପ୍ରଚାର ଚାଲିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ରହିଛି। ଗୋଟିଏପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟପଟେ କେନ୍ଦ୍ରାପଡ଼ା ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ପାଟକୁରାକୁ ଛାଡ଼ି ଜିଲ୍ଲାର ଅନ୍ୟ ସମସ୍ତ ଅଞ୍ଚଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ତିନି […]

  • Monday, 12 July 2021
road
ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ୍‌ ରୁମ୍

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଚାଲିଥିବା ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ ରୁମ୍। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିମ୍ନମାନର କାମ ନେଇ ବିଧାୟକଙ୍କ ଉଦ୍‌ବେଗ ପରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“କଣ୍ଟ୍ରୋଲ ରୁମରେ ଏକ ଫୋନ ନମ୍ବର ରହିବ। ସମସ୍ତ ବ୍ଲକ୍‌, ପଞ୍ଚାୟତ, ନିର୍ବାହୀ ଯନ୍ତ୍ରୀ ଓ ଏସ୍‌ଡିଓଙ୍କ କାର୍ଯ୍ୟାଳୟରେ ଏହି  ନମ୍ବର ଉଲ୍ଲେଖ ରହିବ।  ନମ୍ବର ମାଧ୍ୟମରେ ଲୋକ ଅଭିଯୋଗ କରିପାରିବେ। […]

  • Monday, 12 July 2021
bhubaneswar
ତେଜିଲା ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

ଭୁବନେଶ୍ୱର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ଲୋୟର ପିଏମ୍‌ଜିରେ ବଲାଙ୍ଗିର ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା କରାଯାଇଛି। ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ସରକାର କର୍ଣ୍ଣପାତ ନ କରିବା ପରେ ରାଜଧାନୀରେ ବଲାଙ୍ଗିର ଓକିଲ ସଂଘ ଆନ୍ଦୋଳନ କରିଛନ୍ତି।

  • Monday, 12 July 2021
odisha assembly
ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ୱର: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଫଳରେ ୩ଟା ଯାଏ ଗୃହ ମୁଲତବି ହୋଇଥିଲା। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଥିଲେ, ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଯଶଓ୍ୱନ୍ତ କମିଶନ ରିପୋର୍ଟ ଦେଇଥିଲେ। ୬ ମାସରେ ବିଧାନସଭାରେ ରିପୋର୍ଟ ଉପସ୍ଥାପନ ହେବା କଥା ହେଲେ ୬ ବର୍ଷ ବିତିଯାଇଥିଲେ ବି ରିପୋର୍ଟ ଆଗତ ହୋଇନି।  ତାହା କୁଆଡ଼େ […]

  • Monday, 12 July 2021
puri
ପୁରୀ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୬ ଗିରଫ

ଭୁବନେଶ୍ୱର: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୬ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ବିଧିବଦ୍ଧ ଭାବେ ଡିଜିପି ଆରପି ଶର୍ମା ସୂଚନା ଦେଇଛନ୍ତି। ରବିବାର ଦିନ ପଟ୍ଟନାୟକିଆ ଛକ ନିକଟରେ ବିଚ୍ ରାସ୍ତାରେ ଗୋଟିଏ ପରିବାରର ତିନି ଜଣଙ୍କୁ ଗୋଡାଇ ଗୋଡ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ମୃତକମାନେ ହେଲେ ସ୍ଥାନୀୟ ସଦାନନ୍ଦପୁରର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା। ଏହି ତିନିଜଣ କୌଣସି କାର୍ଯ୍ୟରେ […]

  • Monday, 12 July 2021
kalahandi
ମିଳିଲାନି ମହାପ୍ରୟାଣ ଗାଡ଼ି; ସ୍ତ୍ରୀର ମୃତଦେହକୁ ଭାରରେ ବୋହିଲେ ସ୍ୱାମୀ

ଭବାନୀପାଟଣା: ପୁଣି ଭାରରେ ବୁହା ହେଲା ମୃତଦେହ। ମହାପ୍ରୟାଣ ଗାଡ଼ି ନ ଥିବାରୁ ଭାରରେ ପତ୍ନୀଙ୍କ ମୃତଦେହକୁ ତାଙ୍କ ସ୍ୱାମୀ ଓ ପରିବାର ଲୋକେ ବୋହିଛନ୍ତି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତକ ହେଲେ ବାଲିଛ଼ଡ଼ା ଗାଁର ନିଗିଡି ମାଝୀ। ଏହି ଘଟଣାକୁ ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ପରେ କଳାହାଣ୍ଡି ସିଡିଏମ୍ଓ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନିଗିଡିଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ କଣିଗୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସାଧୀନ […]

  • Monday, 12 July 2021
bhubaneswar
ବିଧାନସଭା ଫାଟକ ଆଗରେ ମହିଳାଙ୍କ ପ୍ରତିବାଦ

ଭୁବନେଶ୍ୱର: ବିଧାନସଭା ମୁଖ୍ୟ ଫାଟକ ନିକଟରେ ଜଣେ ମହିଳା ପ୍ରତିବାଦ କରିଛନ୍ତି। ବିଧାନସଭା ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଥିବା ବେଳେ ପୁଲିସ୍‌କୁ ଚକ୍‌ମା ଦେଖାଇ ମହିଳା ଜଣକ ଆଜି ବିଧାନସଭାର ମୁଖ୍ୟ ଫାଟକ ଆଗକୁ ପଳାଇ ଆସିଥିଲେ। ବିବାହ ଓ ଚାକିରି ନାଁରେ ଦେହ ବ୍ୟବସାୟ ପାଇଁ ବାଧ୍ୟ କରାଯାଉଥିବା ସେ ଅଭିଯୋଗ କରିଛନ୍ତି। ଏନେଇ ସେ ପୁଲିସ୍‌ରେ ଅଭିଯୋଗ କରିଥିଲେ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା […]

  • Monday, 12 July 2021
anubhav..
ଅନୁଭବଙ୍କ ନାଁରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ ମାମଲା: କୋର୍ଟରେ ଅଭିଯୋଗକାରିଣୀଙ୍କ ବୟାନ ରେକର୍ଡ

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ମହିଳା ସାମ୍ବାଦିକ ଆଣିଥିବା ଅଭିଯୋଗ ମାମଲାରେ ଆଜି କଟକ JMFC କୋର୍ଟରେ ଅଭିଯୋଗକାରିଣୀ ସସ୍ମିତା ଆଚାର୍ଯ୍ୟଙ୍କ ବୟାନ ରେକର୍ଡ କରାଯାଇଛି। ୧୬୪ ଧାରାରେ କୋର୍ଟଙ୍କ ସମ୍ମୁଖରେ ସସ୍ମିତା ତାଙ୍କର ବୟାନ ରଖିଛନ୍ତି। ଏହି ସମୟରେ ପୁରୀଘାଟ ପୁଲିସ୍‌ ଏବଂ ତଦନ୍ତକାରୀ ଅଧିକାରୀ ଉପସ୍ଥିତ ଥିଲେ। ଗତ ଦୁଇ ଦିନ ତଳେ ମହିଳା ସାମ୍ବାଦିକ ଜଣକ ପୁରୀଘାଟ ଥାନାରେ ଧାରଣାରେ ବସିଥିଲେ। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେଉ ନ ଥିବା […]

  • Monday, 12 July 2021
bullet
ରାଜଧାନୀରେ ପୁଲିସ୍‌ର ଅପରେସନ୍‌ ବୁଲେଟ୍‌

ଭୁବନେଶ୍ୱର: କମିଶନରେଟ୍‌ ପୁଲିସ ପକ୍ଷରୁ ଅପରେସନ୍ ବୁଲେଟ୍‌ ଆରମ୍ଭ ହୋଇଛି। ବିକଟାଳ ସାଉଣ୍ଡ ଓ ଫାଇରିଂ ସାଉଣ୍ଡ କରୁଥିବା ବୁଲେଟ୍‌ ଚାଳକ ଉପରେ ଟ୍ରାଫିକ ପୁଲିସ୍‌ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଗତକାଲି ସହରର ୬ଟି ଛକରେ ଟ୍ରାଫିକ ଯାଞ୍ଚ ବେଳେ ପ୍ରାୟ ୨୦ରୁ ଅଧିକ ବୁଲେଟ୍‌କୁ ପୁଲିସ୍‌ ଜବତ କରିଛି। ସେସବୁ ବୁଲେଟ୍‌ର ସାଇଲେନ୍‌ସର୍‌କୁ ପୁଲିସ୍‌ କାଢ଼ି ଦେଇଛି। ଏଥିସହ ଚାଳକମାନଙ୍କଠାରୁ ୫୦୦ ଟଙ୍କା ଲେଖାଏ ଜରିମାନା ମଧ୍ୟ ଆଦାୟ କରାଯାଇଛି। ଏପରିକି ପୁନର୍ବାର ଏପରି ନ କରିବାକୁ […]

  • Monday, 12 July 2021
odisha assembly
ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ବିଧାନସଭା ହୁଲ୍‌ସ୍ତୁଲ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିବୃତି ଦାବିରେ ଉଭୟ ବିଜେପି ଓ କଂଗ୍ରେସ ବିଧାୟକ ଗୃହରେ ସରକାରଙ୍କୁ ଘେରିଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ କେନ୍ଦ୍ରାପଡ଼ା ଗୁଳିକାଣ୍ଡ, ସିମୁଳିଆରେ ପଦ୍ମଲୋଚନ ପଣ୍ଡାଙ୍କ ପୁଅକୁ ଗିରଫ ଘଟଣା ସହ ପୁରୀ ଓ ସୁନ୍ଦରଗଡ଼ ଆଦି ଘଟଣା କଥା ଉଠାଇଥିଲେ। ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭାବେ ଭୁଶୁଡ଼ି ପଡ଼ିଥିବା ଏବଂ ଆକ୍ରୋଶ ରଖି ସିମୁଳିଆରେ ବିଜେପି ନେତା ପଦ୍ମଲୋଚନ […]

  • Monday, 12 July 2021
bomb blast
ପକେଟ୍‌ରେ ବୋମା ରଖିଥିଲେ, ଫୁଟିଗଲା

ଭଞ୍ଜନଗର: ପକେଟ୍‌ରେ ବୋମା ରଖିଥିଲେ ହେଲେ ତାହା ଫୁଟିଗଲା। ଆଉ ଚାଲିଗଲା ଜୀବନ। ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, କିଛି ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରି ମୋଟର ସାଇକେଲରେ ଘଟଣାସ୍ଥଳରୁ ଚମ୍ପଟ ମାରୁଥିଲେ। ଏହି ସମୟରେ ଡହ ନିକଟ ଗୋଚ୍ଛାପଲ୍ଲୀ ନିକଟରେ ପୁଲିସ୍‌ ସହ ଦୁର୍ବୃତ୍ତଙ୍କ  ମୁହାଁମୁହିଁ ହୋଇଥିଲା। ତେବେ ପୁଲିସ୍‌ ଉପରକୁ ବୋମା ଫିଙ୍ଗି ଖସିଯିବା ପାଇଁ ଉଦ୍ୟମ କରିବା ବେଳେ ଜଣଙ୍କ ବାଇକ୍ […]

  • Monday, 12 July 2021
murder
ମା’କୁ ଟାଙ୍ଗିଆରେ ହାଣିଲା ପୁଅ

ଆଠଗଡ଼: ପୁଅର ଟାଙ୍ଗିଆ ଚୋଟରେ ମା’ର ମୃତ୍ୟୁ ଘଟିଛି। କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କଖଡ଼ି ବଜାର ସାହିରେ ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ସାବି ପ୍ରଧାନ। ତାଙ୍କ ପୁଅ ନାଁ ପ୍ରକାଶ ପ୍ରଧାନ। ହତ୍ୟାକାଣ୍ଡ ପରେ ପ୍ରକାଶ ଫେରାର ହୋଇଯାଇଛି। ସୂଚନା ଅନୁଯାୟୀ, ଘରୋର କଥାକୁ ନେଇ ମା’, ପୁଅ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ବେଳେ ପ୍ରକାଶ ହଠାତ୍ ଏକ ଟାଙ୍ଗିଆରେ ତାଙ୍କ ମା’ ସାବିଙ୍କୁ […]

  • Monday, 12 July 2021
khurda
କୁଖ୍ୟାତ ବ୍ରାଉନ୍‌ସୁଗର ବେପାରୀ ‘ଛୋଟା’ର ବେଆଇନ୍‌ ଘର ଉଚ୍ଛେଦ

ଖୋର୍ଦ୍ଧା: ଖଣି ମାଫିଆ ତଥା କୁଖ୍ୟାତ ବ୍ରାଉନ୍‌ସୁଗର ବେପାରୀ ଶୁଭ୍ରାଂଶୁ ପରିଡ଼ାଙ୍କ ବେଆଇନ୍‌ ଘର ଉଚ୍ଛେଦ କରାଯାଉଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗରେ ଶୁଭ୍ରାଂଶୁ ପରିଡ଼ା ଓରଫ୍ ଛୋଟାର ପ୍ରାୟ ୨ କୋଟି ଟଙ୍କା ମୂଲ୍ୟର ପ୍ରାୟ ୨୦ ବଖରା ଘର ରହିଛି। ରିପୋର୍ଟ ଲେଖାଯିବା ସୁଦ୍ଧା ବର୍ତ୍ତମାନ ଯାଏ ଏହି ବେଆଇନ୍‌ ଘରକୁ ଉଚ୍ଛେଦ କରାଯାଉଛି। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ୨ଟି ଜେସିବି ସାହାଯ୍ୟରେ ଏହି ଘର ସବୁ ଘର ଭଙ୍ଗା ଯାଉଛି। ଜିଲ୍ଲା ପ୍ରଶାସନ ପକ୍ଷରୁ […]

  • Monday, 12 July 2021
child
ରାସ୍ତାକଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବୌଦ୍ଧ (ଭାର୍ଜନ ପ୍ରଧାନ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଦିଗିସିରା ନିକଟସ୍ଥ ରାସ୍ତାକଡ଼ରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଶିଶୁଟିକୁ ଉଦ୍ଧାର କରାଯାଇଥିଲା। ସୂଚନା ଅନୁଯାୟୀ, ସ୍ଥାନୀୟ ଲୁଣିବାହାଲ ଗାଁର ଜଣେ ବ୍ୟକ୍ତି ରାସ୍ତାକଡ଼ରେ ଶିଶୁପୁତ୍ର ପଡ଼ିଥିବା ଦେଖିଥିଲେ। ସେ ଛୁଆଟିକୁ ଉଦ୍ଧାର କରି ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଛୁଆଟି ସୁସ୍ଥ ଥିବା ଡାକ୍ତର କହିଛନ୍ତି। ପୁରୁଣାକଟକ ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଏହାସହ ଶିଶୁଟିକୁ ଜିଲ୍ଲା ଶିଶୁ ସୁରକ୍ଷା […]

  • Monday, 12 July 2021
puri
ପୁରୀ ଟ୍ରିପଲ୍‌ ମର୍ଡର ଘଟଣାରେ ୪ ଅଟକ

ପୁରୀ: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍‌ ମର୍ଡର ଘଟଣାରେ ଅଭିଯୁକ୍ତଙ୍କ ପରିବାରର ୪ଜଣଙ୍କୁ ଅଟକ ରଖିଛି। ମୋଟ ୭ଜଣଙ୍କ ନାଁରେ ଏତଲା ହୋଇଥିବା ବେଳେ ଘଟଣାର ୧୨ ଘଣ୍ଟା ପରେ ବି କୌଣସି ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ୍‌ ସଫଳ ହୋଇନି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏବେବି ଚାପା ଉତ୍ତେଜନା ଲାଗି ରହିଛି। ପଟ୍ଟନାୟକିଆ ଛକ ଜନଶୂନ୍ୟ ହୋଇ ପଡ଼ିଥିବା ବେଳେ ସବୁ ଦୋକାନ ବଜାର ବନ୍ଦ ରହିଛି। ମୃତକଙ୍କ ଗାଁ ଓ ଘଟଣାସ୍ଥଳରେ ଅପ୍ରୀତିକର ପରିସ୍ଥିତି ରୋକିବାକୁ […]

  • Monday, 12 July 2021
anubhav mohanty
ସାଂସଦ ଅନୁଭବଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଥାନା ସମ୍ମୁଖରେ ଧାରଣା ଦେଲେ ଅଭିଯୋଗକାରିଣୀ

କଟକ: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ପୁରୀଘାଟ ଥାନା ଆଗରେ ମହିଳା ସାମ୍ବାଦିକ ଧାରଣା ଦେଇଛନ୍ତି।  ଅନୁଭବଙ୍କ ନାଁରେ ଅଭିଯୋଗ କରିବାର ମାସେ ପରେ ମଧ୍ୟ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନି ବୋଲି ମହିଳା ସାମ୍ବାଦିକ ସସ୍ମିତା ଆଚାର୍ଯ୍ୟ କହିଛନ୍ତି। ଏନେଇ ଆଜି ସେ ଥାନାକୁ ଆସି ଅଧିକାରୀଙ୍କୁ ଭେଟିବା ସହ ଧାରଣାରେ ବସିଛନ୍ତି। ଏପରିକି ନିଜ ଜୀବନ ପ୍ରତି ବିପଦ ଥିବା ସାମ୍ବାଦିକ ଜଣକ କହିଛନ୍ତି। ଖାଲି ଏତିକି ନୁହେଁ […]

  • Monday, 12 July 2021
odisha
ସଂସଦରେ ନିଜର କଳା ପ୍ରଦର୍ଶନ ପାଇଁ ଓଡ଼ିଶାର ୭ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ମିଳିଲା ସୁଯୋଗ

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ସଂସଦରେ ନିଜର କଳା ପ୍ରଦର୍ଶନ କରିବେ ଦିବ୍ୟାଙ୍ଗ ସ୍କୁଲର ଛାତ୍ରଛାତ୍ରୀ। ଟିଟିଲାଗଡ଼ ଦିବ୍ୟାଙ୍ଗ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଏହି ସୁଯୋଗ ମିଳିଛି। ଛାତ୍ରଛାତ୍ରୀମାନେ ଭୁବନେଶ୍ୱରରେ ପହଞ୍ଚିବା ପରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ମୋଟ୍‌ ୭ ଜଣ ପିଲାଙ୍କୁ ଚୟନ କରାଯାଇଛି। ଏହି ପିଲାମାନେ ଶୁଣି ପାରନ୍ତି ନାହିଁ ହେଲେ ମ୍ୟୁଜିକ୍‌ର ତାଳେ ତାଳେ ଭଲ ଡ୍ୟାନ୍ସ କରିପାରନ୍ତି।

  • Monday, 12 July 2021
protest
କେନ୍ଦ୍ରାପଡ଼ାରେ ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ଼ ପ୍ରତିବାଦରେ ରାସ୍ତାରୋକ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସହର ସ୍ଥିତ ତିନିମୁହାଣିର ଜଣେ ଯୁବ ବ୍ୟବସାୟୀଙ୍କୁ ଗୁଳିମାଡ଼ ଘଟଣା ପ୍ରତିବାଦରେ ରାସ୍ତାରୋକ କରାଯାଇଛି। ଉତ୍ତ୍ୟକ୍ତ ଲୋକେ ତିନିମୁହାଣି ଓ ଗୁଲନଗର ଛକରେ ଟାୟାର ଜାଳି କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରିଛନ୍ତି। ତିନି ମୁହାଣି ଛକରେ ଥିବା ଦୋକାନ ବଜାର ସବୁ ବନ୍ଦ ରହିଛି। ଅଭିଯୁକ୍ତଙ୍କ ଗିରଫ ଦାବିକୁ ନେଇ ଲୋକେ ଅଡ଼ି ବସିଛନ୍ତି। ଅନ୍ୟପକ୍ଷରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସହରରେ ଗୋଟିଏ ପ୍ଲାଟୁନ୍‌ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି। ଗତକାଲି ସଂଧ୍ୟାରେ ଯୁବ ବ୍ୟବସାୟୀ ତଥା ତିନିମୁହାଣି ବଜାର […]

  • Monday, 12 July 2021
students beaten
ଛାତ୍ରଙ୍କୁ ମାଡ଼ ମାରି ଲହୁ ଲୁହାଣ କଲେ ଅଧ୍ୟାପକ

ସାଲେପୁର: ଛାତ୍ରଙ୍କୁ ମାଡ଼ ମାରି ଅଧ୍ୟାପକ ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି। କଟକ ସାଲେପୁରର ଶ୍ରୀକ୍ଷେତ୍ର ସାଇନ୍ସ ରେସିଡେଣ୍ଟିଆଲ୍‌ କଲେଜ ହଷ୍ଟେଲରେ ରହୁଥିବା ଛାତ୍ରମାନେ ଏଭଳି ଅଭିଯୋଗ ଆଣିଛନ୍ତି। ହଷ୍ଟେଲର ୧୧ଜଣ ଛାତ୍ରଙ୍କୁ ୨ଜଣ ଅଧ୍ୟାପକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, କ୍ଲାସ୍‌ ରୁମ୍‌ରେ ପାଠ ପଢାଇବା ବେଳେ ଛାତ୍ରମାନଙ୍କୁ ୨ଜଣ ଅଧ୍ୟାପକ ମାଡ଼ ମାରିଥିଲେ। ଫଳରେ ଅଧ୍ୟାପକଙ୍କ ମାଡ଼ରେ ଛାତ୍ରମାନେ ଆହତ ହୋଇଥିଲେ। ଏନେଇ ଛାତ୍ରମାନେ ସାଲେପୁର ଥାନାରେ ଅଭିଯୋଗ କରିବା […]

  • Monday, 12 July 2021