• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

poll violence
ଜଗତସିଂହପୁରରେ ନିର୍ବାଚନୀ ହିଂସା: ଦୁଇ ଗୋଷ୍ଠୀ ମୁହାଁମୁହିଁ

ପାରାଦୀପ: ଜଗତସିଂହପୁର ଜିଲ୍ଲା ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଏଥିରେ ସୁଶାନ୍ତ ସାମଲ ନାମକ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କୁ ଅଠରବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀର ଢିଙ୍କିଆ ପଞ୍ଚାୟତରେ ଆସନ୍ତା ୩ ତାରିଖରେ ସରପଞ୍ଚ ଏବଂ ୱାର୍ଡ ସଭ୍ୟ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଗତକାଲି ନିର୍ବାଚନ ପ୍ରଚାରର ଶେଷ ଦିନଥିଲା। ତେବେ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ସପକ୍ଷରେ ଏକ […]

  • Monday, 12 July 2021
heavy rainfall
ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ଆକଳନ କରିଛି। ଚାନ୍ଦବାଲିରେ ସର୍ବାଧିକ ୧୨୨.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୭୦.୮ ମିଲିମିଟର, ସୋନପୁରରେ ୭୦ ମିଲିମିଟର, ଅନୁଗୁଳରେ ୬୦ ମିଲିମିଟର, ସମ୍ବଲପୁରରେ ୫୮.୧୬ ମିଲିମିଟର ବର୍ଷା ରେକର୍ଡ […]

  • Monday, 12 July 2021
mp aparajita sarangi
ସଂସଦରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ଉଠାଇଲେ ଅପରାଜିତା

ଭୁବନେଶ୍ୱର: ସଂସଦରେ ଭୁବନେଶ୍ୱରର ଜଳବନ୍ଦୀ ସମସ୍ୟା କଥା ସାଂସଦ ଅପରାଜିତା ଷଡ଼ଙ୍ଗୀ ଉଠାଇଛନ୍ତି। ସେ କହିଛନ୍ତି,“ ଘଣ୍ଟାଏ ବର୍ଷାରେ ଭୁବନେଶ୍ୱରରେ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହେଉଛି। ଏନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ମିଳିତ ଭାବେ ଏହି ସମସ୍ୟାର ସମାଧାନ କରିବାକୁ ଦୃଷ୍ଟି ଆକର୍ଷଣ କରନ୍ତୁ।” ସେ ଆହୁରି କହିଛନ୍ତି,“ ମୁଖ୍ୟ ଡ୍ରେନ୍‌ ଗୁଡ଼ିକ ଜବରଦଖଲ ହୋଇଯାଇଥିବାରୁ ଜଳ ନିଷ୍କାସନ ହୋଇପାରୁନି। ଏହାସହ ଗଙ୍ଗୁଆ ନଦୀ ପୋତି ହୋଇଥିବାରୁ  ମଧ୍ୟ ଜଳ ନିଷ୍କାସନ ‌ଅସୁବିଧା ସୃଷ୍ଟି […]

  • Monday, 12 July 2021
sea water
ଗାଁରେ ପଶିଲା ସମୁଦ୍ର ପାଣି

କୋଣାର୍କ(ସଞ୍ଜୟ ପତି): ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ୍‌ ଅନ୍ତର୍ଗତ ଉଦୟକଣିରେ ସାମୁଦ୍ରିକ ଜୁଆର ପାଣି ପଶି ନିକଟସ୍ଥ ତିନୋଟି ଗାଁକୁ ଜଳମଗ୍ନ କରିଛି। ଫଳରେ ଛେନୁ, କଟକଣା, ତଣ୍ଡାହାର ପ୍ରଭୃତି ଗାଁ ପ୍ରତି ବିପଦ ସୃଷ୍ଟି ହୋଇଛି। ଏହି ସବୁ ଗାଁ ଚାରିପଟେ ଏବେ ସାମୁଦ୍ରିକ ଲୁଣି ପାଣି ମାଡ଼ିବା ଯୋଗୁ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି। ସମୁଦ୍ରକୂଳରେ ଝାଉଁ ଜଙ୍ଗଲର ଅବକ୍ଷୟ ଯୋଗୁ ବାଲି ସ୍ତୁପ ଧ୍ୱଂସ ପାଇଥିଲା। ଏଥିପାଇଁ ସାମୁଦ୍ରିକ ଜୁଆର ପାଣି ଗାଁ ଗହୀରକୁ ପ୍ରବେଶ […]

  • Monday, 12 July 2021
rainfall
ଲଗାଣ ବର୍ଷାରେ ଜମିଲା ବର୍ଷା ପାଣି; ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପଟେ ଲଗାଣ ବର୍ଷାରେ ଅନେକ ସ୍ଥାନରେ ପାଣି ଜମି ରହିବା ସହ ଜନଜୀବନ ପ୍ରଭାବିତ ହୋଇଛି। ଖାଲି କଟକ, ଭୁବନେଶ୍ୱର, ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ସମସ୍ୟା ଦେଖିବାକୁ ମିଳିଛି। ଲଗାଣ ବର୍ଷାରେ କଟକର ବିଭିନ୍ନ ସାହି ଓ ତଳିଆ ଅଞ୍ଚଳରେ ପାଣି ଜମି ରହିଛି। ଆଣ୍ଠୁଏ […]

  • Monday, 12 July 2021
ravenshaw university
୩ଟି ବିଶ୍ୱବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ତିନିଟି ବିଶ୍ୱବିଦ୍ୟାଳୟକୁ ନୋଟିସ୍ ଜାରି କରାଯାଇଛି। ଉତ୍କଳ, ରମାଦେବୀ ଏବଂ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳ ସଚିବଙ୍କୁ ଏହି ନୋଟିସ୍ ହୋଇଛି। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ପକ୍ଷରୁ ମିଳିଥିବା ସହାୟତା ରାଶିକୁ ସଠିକ୍ ଉପାୟରେ ଖର୍ଚ୍ଚ ହୋଇନଥିବା କିମ୍ବା ଖର୍ଚ୍ଚ ହୋଇଥିଲେ ବି କାମ ମନ୍ଥର ଗତିରେ ଚାଲିଥିବାକୁ ନେଇ ଏହି ନୋଟିସ୍ ଜାରି କରାଯାଇଛି। ଏହି ତିନି ବିଶ୍ୱବିଦ୍ୟାଳୟକୁ RUSA ଗ୍ରାଣ୍ଟ୍‌ ଦ୍ୱାରା କ୍ୟାମ୍ପସର୍ ଉନ୍ନୟନ ପାଇଁ ଅର୍ଥ […]

  • Monday, 12 July 2021
rain
୮ଟି ଜିଲ୍ଲା ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ୮ଟି ଜିଲ୍ଲା ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଯାଜପୁର, କେନ୍ଦ୍ରାପଡ଼ା, […]

  • Monday, 12 July 2021
representational image
ରାସ୍ତାରୁ ଅଧ୍ୟାପକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ବିରୁଳିଗଡ଼ ରାସ୍ତାରୁ ଜଣେ ଅଧ୍ୟାପକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶ୍ୱିନୀ କୁମାର ମିଶ୍ର। ସେ ରମ୍ଭା ସ୍ଥିତ ଜଗନ୍ନାଥ ମହାବିଦ୍ୟାଳୟରେ ଅଧ୍ୟାପକ ବୋଲି ଜଣାପଡ଼ିଛି। ଅଶ୍ୱିନୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ମୃତଦେହ ନିକଟରେ ଏକ ବାଇକ୍‌ ପଡ଼ିଛି। ଦୁର୍ଘଟଣା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି।ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍ ଘଟଣାର ତଦନ୍ତ କରୁଛି।

  • Monday, 12 July 2021
saroj meher
ଜେଇଙ୍କ ପରିବାରକୁ ପାଟଣାଗଡ଼ ବିଧାୟକଙ୍କ ସମର୍ଥକ ଧମକ ଦେଉଥିବା ଅଭିଯୋଗ

ବଲାଙ୍ଗିର: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ବିରୋଧରେ ପୁଣି ଏକ ସଙ୍ଗୀନ ଅଭିଯୋଗ । ବିଧାୟକଙ୍କ ଦ୍ୱାରା ଉଠ୍‌ବସ୍ ହୋଇଥିବା କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କ ପତ୍ନୀ ଏହି ଅଭିଯୋଗ ଆଣିଛନ୍ତି। ବିଧାୟକଙ୍କ ସମର୍ଥକମାନେ ତାଙ୍କ ପରିବାରକୁ ଧମକ ଚମକ ଦେଉଥିବା ସେ ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ ସରୋଜ ମେହେର କି ପୁଲିସ୍‌ କାହାରି ପ୍ରତିକ୍ରିୟା ମିଳିପାରି ନାହିଁ। ଅନ୍ୟପକ୍ଷରେ ବିଧାୟକ ସରୋଜ ମେହେରଙ୍କ ଗିରଫ ମାମଲା ଭୁବନେଶ୍ୱର ଆଡିସ୍‌ନାଲ୍‌ ଡିଷ୍ଟ୍ରିକ୍ଟ୍‌ ଏଣ୍ଡ୍‌ ସେସନ୍‌ କୋର୍ଟକୁ […]

  • Monday, 12 July 2021
malkangiri
ଇନ୍‌ଫର୍ମର ସନ୍ଦେହରେ ୨ ଜଣଙ୍କୁ ଅପହରଣ କରିଛନ୍ତି ମାଓବାଦୀ!

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା କୁକୁରକୁଣ୍ଡ ଗାଁରୁ ପୁଲିସ୍‌ ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣ ବ୍ୟକ୍ତିଙ୍କୁ ମାଓବାଦୀ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି। ସେମାନେ ହେଲେ ଗୁଜା କୋବାସି ଓ ଉଙ୍ଗା କାଲମାଳି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଏକାଧିକ ସଶସ୍ତ୍ର ମାଓବାଦୀ ଆସି ଉଭୟଙ୍କୁ ଘରୁ ଡାକି ନେଇଥିଲେ। ଏହାପରେ ସେମାନଙ୍କର କୌଣସି ପତ୍ତା ମିଳୁନି। ମାଓବାଦୀମାନେ ଉଭୟଙ୍କୁ ଛାଡ଼ି ନଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି।

  • Monday, 12 July 2021
CMC Commissioner
ବର୍ଷା ପୂର୍ବରୁ ସହରର ସ୍ଥିତି ପରଖିଲେ ସିଏମ୍‌ସି କମିଶନର

କଟକ: ସିଏମ୍‌ସି କମିଶନର ଅନନ୍ୟା ଦାସ ଆଜି କଟକର ବିଭିନ୍ନ ସ୍ଥାନ ବୁଲି  ସ୍ଥିତି ପରଖିଛନ୍ତି। ସହରର ବିଭିନ୍ନ ସ୍ଥାନ ବୁଲିବା ସହ ରାସ୍ତାଘାଟ ମରାମତି, ଜାଇକା କାମ, ଡ୍ରେନ୍‌, ପରିମଳ ବ୍ୟବସ୍ଥାର ତଦାରଖ କରିଥିଲେ କମିଶନର। ସହରର ମୌଳିକ ସମସ୍ୟା ଗୁଡ଼ିକର କିଭଳି ସମାଧାନ କରାଯାଇପାରିବ ସେନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା  କରିଥିଲେ।  ସିଏମ୍‌ସି କମିଶନରଙ୍କ ଏହି କାର୍ଯ୍ୟକ୍ରମକୁ ‘ଗୋ’ ପଦ ଯାତ୍ରା ’କାର୍ଯ୍ୟକ୍ରମ ନାଁରେ ନାମିତ କରାଯାଇଛି। ବର୍ଷା ଦିନ ଆରମ୍ଭ ହୋଇଗଲାଣି। […]

  • Monday, 12 July 2021
student
ପରୀକ୍ଷା ଦେଇଥିଲେ ବି ଅନୁପସ୍ଥିତ କହି ଫେଲ୍ କରିଦେଲେ ବୋର୍ଡ କର୍ତ୍ତୃପକ୍ଷ

ରାୟଗଡ଼ା: ଯୁକ୍ତ ଦୁଇ କାଉନସିଲ୍‌ର ଖାମଖିଆଲି ନୀତି ଯୋଗୁ ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀ ମାନସିକ ସ୍ତରରେ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଛାତ୍ରୀ ଜଣକ ପରୀକ୍ଷା ଦେଇଥିବା ସତ୍ତ୍ୱେ ସେ ଅନୁପସ୍ଥିତ ଥିବା ଦର୍ଶାଇ ତାଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଫେଲ୍ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ରାୟଗଡ଼ା ମହାବିଦ୍ୟାଳୟର ଛାତ୍ରୀ ପିନିଣ୍ଟି ଲଳିତା ଚଳିତ ବର୍ଷ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଦେଇଥିଲେ। ରେଜଲ୍ଟ ବାହାରିବା ପରେ ଜଣାପଡ଼ିଥିଲା ଯେ […]

  • Monday, 12 July 2021
money seized
ବାଦାମବାଡ଼ି ଥାନା ନିକଟରୁ ୮୧ ଲକ୍ଷ ଟଙ୍କା ଜବତ

କଟକ (ଦେବାଶିଷ ମହାନ୍ତି): କଟକ ବାଦାମବାଡ଼ି ଥାନା ନିକଟରୁ କମିଶନରେଟ୍‌ ପୁଲିସ୍‌ ୮୧ ଲକ୍ଷ ଟଙ୍କା ଜବତ କରିଛି। ଏହି ଘଟଣାରେ ପୁଲିସ୍‌ ଦୁଇ ଜଣ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖିଛି। ଏହି ଦୁଇ ଯୁବକ ପଶ୍ଚିମବଙ୍ଗ ମେଦିନାପୁର ଜିଲ୍ଲାର ସୁନା ବ୍ୟବସାୟୀ ବୋଲି ପରିଚୟ ଦେଇଛନ୍ତି। ଗତକାଲି ବିଳମ୍ୱିତ ରାତିରେ ଏହି ଦୁଇ ଯୁବକ ବ୍ୟାଗ୍‌ରେ ଟଙ୍କା ନେଇ ଯାଉଥିବା ବେଳେ ସେମାନଙ୍କ ଉପରେ ପୁଲିସ୍‌ର ସନ୍ଦେହ ହେବାରୁ ପୁଲିସ୍‌ ସେମାନଙ୍କୁ ଅଟକାଇ ଥିଲା। ଏହାପରେ ସେମାନଙ୍କ […]

  • Monday, 12 July 2021
paradip
ପାରାଦୀପରେ ଡବଲ୍‌ ମର୍ଡର! ୨ ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ

ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ଅଞ୍ଚଳରୁ ୨ଜଣ ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ କରାଯାଇଛି। ମେରାଇନ୍ ଥାନାଠାରୁ ମାତ୍ର ୨ଶହ ମିଟର ଦୂରରେ ଉଭୟଙ୍କ ମୃତଦେହ ପଡ଼ିଥିବା ଆଜି ଦେଖିବାକୁ ମିଳିଛି। ଉଭୟଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଯୁବକଙ୍କ ପରିଚୟ ମିଳି ପାରିନାହିଁ। ମୃତ ଯୁବକ ଦ୍ୱୟ ମାନସିକ ଭିନ୍ନକ୍ଷମ ବୋଲି କୁହାଯାଉଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଦୁଇ ଜଣ ଦୀର୍ଘଦିନ ହେବ ନେହରୁ ବଙ୍ଗଳା ଅଞ୍ଚଳରେ ମାନସିକ […]

  • Monday, 12 July 2021
investigate
ଯାଞ୍ଚ ହେବ କନିଷ୍ଠ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର

ଭୁବନେଶ୍ୱର: ଏଥର କଡ଼ାକଡ଼ି ଭାବେ ଯାଞ୍ଚ ହେବ କନିଷ୍ଠ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗାଇଡ୍‌ଲାଇନ୍ସ୍‌ ଜାରି କରାଯାଇଛି। କିଛି ଶିକ୍ଷକ ଜାଲ୍ ସାର୍ଟିଫିକେଟ୍ ଦେଇଥିବା ଅଭିଯୋଗ ପରେ ଏହି ଗାଇଡ୍‌ଲାଇନ୍ସ୍‌ ଜାରି ହୋଇଛି। ସେପ୍ଟେମ୍ବର ୩୦ ସୁଦ୍ଧା ଡିପିସି ଓ ବିଇଓ ସମସ୍ତ କନିଷ୍ଠ ଶିକ୍ଷକଙ୍କ ସାର୍ଟିଫିକେଟ୍ ଯାଞ୍ଚ କରିବେ। ଅକ୍ଟୋବର ୧୫ରେ ଯାଞ୍ଚ ସାରି ଗଣଶିକ୍ଷା ବିଭାଗକୁ ରିପୋର୍ଟ ଦେବେ। ଯଦି କୌଣସି ଶିକ୍ଷକ ଜାଲ୍ […]

  • Monday, 12 July 2021
lantern
ଲଣ୍ଠନ ଫାଟି ଜେଜେ, ନାତି ଗୁରୁତର

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଦୀଘି ଗାଁରେ ଲଣ୍ଠନ ଫାଟି ଯିବାରୁ ଜଣେ ବ୍ୟକ୍ତି ଓ ତାଙ୍କ ନାତି ଗୁରୁତର ଆହତ ହୋଇଛନ୍ତି। ଆହତ ଦ୍ୱୟ ହେଲେ ଫକୀର ମହାରଣା (୬୫) ଓ ଶ୍ରୀନିବାସ ମହାରଣା (୮)। ଗତକାଲି ସନ୍ଧ୍ୟାରେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିବାରୁ ଫକୀରଙ୍କ ଘରେ ଲଣ୍ଠନ ଜଳା ଯାଇଥିଲା। ଲଣ୍ଠନ ଜଳୁଥିବା ଅବସ୍ଥାରେ ଫକୀର ଓ ଶ୍ରୀନିବାସ ସେଥିରେ କିରୋସିନି ଭର୍ତ୍ତି କରୁଥିବା ବେଳେ ତାହା ଫାଟି ଯାଇଥିଲା।  ଲଣ୍ଠନ […]

  • Monday, 12 July 2021
cloudy
ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ ଓ ଯାଜପୁର। ଦିନ ୧୧ ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ  ସତର୍କ ରହିବାକୁ କୁହାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଜିଠୁ ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା […]

  • Monday, 12 July 2021
suicide
ଦୁଇ ଛୁଆଙ୍କୁ ବିଷ ପିଆଇ ନିଜେ ପିଇ ଦେଲେ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଗୋଡଗୁଡ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଛୁଆଙ୍କୁ ବିଷ ପିଆଇ ଜଣେ ମହିଳା ନିଜେ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଦୁଇ ଛୁଆଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ମୃତ ମହିଳାଙ୍କ ନାଁ ସୀତା। ଗତକାଲି ରାତିରେ ଏହି ଘଟଣା ଘଟିଛି। ଅଭିଯୋଗ ଅନୁସାରେ, ଦୁଇମାସ ତଳେ ସୀତାଙ୍କ ସ୍ୱାମୀ କୌଣସି ଏକ ରୋଗରେ ପୀଡ଼ିତ ହୋଇ ପ୍ରାଣ ହରାଇଥିଲେ। ଶାଶୁ ଶ୍ୱଶୁରଙ୍କଠାରୁ ସେ ଅଲଗା […]

  • Monday, 12 July 2021
rain
ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଧୀରେ ଧୀରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଆଉ ଥରେ ସକ୍ରିୟ ହେବ। ଫଳରେ ୧୫ରୁ ଅଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଭଦ୍ରକ, ଯାଜପୁର, ଢେଙ୍କାନାଳ, […]

  • Monday, 12 July 2021
khurda
ଖୋର୍ଦ୍ଧାରେ ଏନ୍‌କାଉଣ୍ଟର: ଜଣେ ଗିରଫ, ଖସି ପଳାଇଲେ ୩ ଦୁର୍ବୃତ୍ତ

ଖୋର୍ଦ୍ଧା: ଖଣି ଓ ଡ୍ରଗ୍‌ ମାଫିଆଙ୍କ ସହ କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କ ଫୋର୍ସ ଅଧିକାରୀଙ୍କ ଗୁଳି ବିନିମୟ।ଗତକାଲି ଖୋର୍ଦ୍ଧା ଏଲ୍ଆଇସି ପଡ଼ିଆ ନିକଟରେ ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ ଏହି ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣେ ଦୁର୍ବୃତ୍ତ ଗିରଫ ହୋଇଥିବା ବେଳେ ଘଟଣାସ୍ଥଳରୁ ୩ରୁ ୪ ଜଣ ଖସି ପଳାଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ସେମାନଙ୍କ କାରକୁ ଏକ ବିଲ ମଝିରେ ଛାଡ଼ି ପଳାଇଛନ୍ତି। କାର୍‌ରେ ରକ୍ତଛିଟା ଓ ଏକାଧିକ ଗୁଳିମାଡ଼ର ଚିହ୍ନ ଦେଖିବାକୁ ମିଳିଛି। ଫଳରେ ଖସି ପଳାଇଥିବା […]

  • Monday, 12 July 2021
bishnu sethi
ବିଜେପି ବିଧାୟକ ଦଳ ଉପନେତା ହେଲେ ବିଷ୍ଣୁ ସେଠୀ

ଭୁବନେଶ୍ୱର: ବିଜେପି ବିଧାୟକ ଦଳର ଉପନେତା ଓ ମୁଖ୍ୟ ସଚେତକ ଘୋଷଣା କରାଯାଇଛି।  ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କୁ ଦଳର ଉପନେତା ଦାୟିତ୍ୱ ଦିଆଯାଇଛି। କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟ ସଚେତକ ଦାୟିତ୍ୱ ମଳିଛି। ଏଥର ବିଧାନସଭାକୁ ବିଜେପିର ୨୩ ଜଣ ସଦସ୍ୟ ନିର୍ବାଚିତ ହୋଇଛନ୍ତି।  ଦଳ ବିଧାନସଭାରେ ମୁଖ୍ୟ ବିରୋଧୀ ଦଳ ଭୂମିକା ନିର୍ବାହ କରୁଛି।

  • Monday, 12 July 2021
mines
‘ଜୁଲାଇ ସୁଦ୍ଧା ୫ ରୁ ୧୦ଟି ଖଣି ନିଲାମ ହେବ’

ଭୁବନେଶ୍ୱର: ଜୁଲାଇ ମାସ ସୁଦ୍ଧା ୫ ରୁ୧୦ଟି ଖଣି ନିଲାମ ହେବ ବୋଲି ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ସୂଚନା ଦେଇଛନ୍ତି। ୨୦୨୦ ସୁଦ୍ଧା ୨୪ଟି ଖଣି ବନ୍ଦ ହେବାର ଅଛି ବୋଲି ମଧ୍ୟ ସେ କହିଛନ୍ତି। ଏବେ ୩୬ଟି ଖଣି ନିଲାମ ପାଇଁ ପ୍ରସ୍ତୁତ ହୋଇ ରହିଛି। ସେଥିମଧ୍ୟରୁ ଜୁଲାଇ ସୁଦ୍ଧା ୫/୧୦ଟିକୁ ନିଲାମ କରାଯିବ ବୋଲି ଖଣି ମନ୍ତ୍ରୀ କହିଛନ୍ତି। କୋଇଲା ରୟାଲିଟି ବୃଦ୍ଧି ପାଇଁ ବାରମ୍ବାର ଦାବି ସତ୍ତ୍ୱେ କେନ୍ଦ୍ର ବୃଦ୍ଧି କରୁନି। ତେଣୁ ଓଡ଼ିଶା ବିପୁଳ […]

  • Monday, 12 July 2021
jaga kalia
ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ଜଗା-କାଳିଆ

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଓଡ଼ିଶା ଫେରିବେ ଜଗା-କାଳିଆ। ଦୁଇ ଶିଶୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଏବେ ସମ୍ପୂର୍ଣ୍ଣ ଭଲ ଅଛି। ସେମାନେ  ଖୁବଶୀଘ୍ର ସେମାନେ ଓଡ଼ିଶା ଫେରିବେ ବୋଲି ଜାତୀୟ ସ୍ୱାସ୍ଥ୍ୟ ମିଶନର ପରିଚାଳନା ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ କହିଛନ୍ତି। ଦିଲ୍ଲୀ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଏନେଇ ସେ ସୂଚନା ଦେଇଛନ୍ତି। ଆଜି ନୂଆଦିଲ୍ଲୀ ଏମ୍ସରେ ଶାଳିନୀ ପଣ୍ଡିତ ପହଞ୍ଚି ଜଗା କାଳିଆଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଯୋଡ଼ା ମୁଣ୍ଡ ଅବସ୍ଥାରେ ଥିବା କନ୍ଧମାଳ ଅଞ୍ଚଳର […]

  • Monday, 12 July 2021
crackers
ବାଣ ବିସ୍ଫୋରଣରେ ଭାଇଭଉଣୀ ଗୁରୁତର

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍‌ ଅନ୍ତର୍ଗତ ରାଉତମୁଣ୍ଡା ଗାଁରେ ବାଣ ବିସ୍ଫୋରଣରେ ଭାଇଭଉଣୀ ଗୁରୁତର ଆହତ ହୋଇଛନ୍ତି। ଆହତ ଦ୍ୱୟ ହେଲେ ମୁନିରାମ ଛତ୍ରିଆଙ୍କ ଝିଅ କବିତା (୫) ଓ ପୁଅ ଗଣେଶ (୩)। ଉଭୟଙ୍କୁ ତୁରେଇକେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ବଲାଙ୍ଗିରକୁ ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି। ଗତକାଲି ଏକ ବାହାଘର ଥିଲା। ଝିଅ ଘରକୁ ଶୋଭାଯାତ୍ରାରେ ଆସିବା ବେଳେ ବରଯାତ୍ରୀ ଦଳ ବାଣ ଫୁଟାଇ ଥିଲେ। ରାସ୍ତାରେ ପଡ଼ିଥିବା ଅଫୁଟା ବାଣରେ […]

  • Monday, 12 July 2021
train enginee
ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଗଡ଼ିଲା ଟ୍ରେନ୍ ଇଞ୍ଜିନ୍

କେନ୍ଦ୍ରାପଡ଼ା: ଖୁବ୍ ଶୀଘ୍ର ବହୁ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଟ୍ରେନ୍ ଚାଲିବା ନେଇ ଆଶା ଉଜ୍ଜ୍ୱଳ ହୋଇଛି। ଆଜି ଯାଜପୁରର ହରିଦାସପୁର-କେନ୍ଦ୍ରାପଡ଼ା ମଧ୍ୟରେ ଏକ ଟ୍ରେନ୍‌ ଇଞ୍ଜିନ୍ ଗଡ଼ିଛି। ପରୀକ୍ଷାମୂଳକ ଭାବେ ଏହି ଇଞ୍ଜିନ୍‌ ଗଡ଼ିଥିବା ଜଣାପଡ଼ିଛି। ସକାଳ ୯ଟାରେ ହରିଦାସପୁର ଷ୍ଟେସନରୁ ଏକ ରେଳ ଇଞ୍ଜିନ୍ କେନ୍ଦ୍ରାପଡ଼ା ଜିଲ୍ଲା ବାଜପୁର ପର୍ଯ୍ୟନ୍ତ ବାହାରିଥିଲା। ବିଶେଷ କରି ନୂତନ ରେଳ ଲାଇନ ଓ ବିଦ୍ୟୁତ୍‌ ସରବରାହ ଯାଞ୍ଚ କରିବା ପାଇଁ ପରୀକ୍ଷାମୂଳକ ଭାବେ ଏହି […]

  • Monday, 12 July 2021