• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

cm
ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସହରାଞ୍ଚଳର ଗରିବ ଲୋକଙ୍କ ପାଇଁ ବଡ଼ ଘୋଷଣା। ସହରାଞ୍ଚଳର ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ଘୋଷଣା ହେଲା ୧୦୦ କୋଟି ଟଙ୍କାର ପ୍ୟାକେଜ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଏନେଇ ଘୋଷଣା ହୋଇଛି।  URBAN WAGE EMPLOYMENT INITIATIVE ନାମକ ଶ୍ରମ ଭିିତ୍ତିକ ଯୋଜନାରେ ଜରୁରୀକାଳୀନ କାର୍ଯ୍ୟକ୍ରମ ଭାବେ ଏହାକୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରେ ୧୧୪ଟି ପୌରାଞ୍ଚଳର ୪ ଲକ୍ଷ ୫୦ ହଜାର ପରିବାର ଉପକୃତ ହେବେ। […]

  • Monday, 12 July 2021
bbsr
ରାଜଧାନୀରେ ଆରମ୍ଭ ହେଲା ସାମ୍ପଲ ଟେଷ୍ଟ ଅଭିଯାନ

ଭୁବନେଶ୍ୱର: ରାଜ୍ୟରେ କରୋନା ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ୱର। ଅନ୍ୟାନ୍ୟ ଜିଲ୍ଲା ତୁଳନାରେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ତେଣୁ ରାଜଧାନ ଭୁବନେଶ୍ୱରକୁ କରୋନା କବଳରୁ ସମ୍ପୂର୍ଣ୍ଣ ମୁକ୍ତ କରିବା ପାଇଁ ଅଣ୍ଟା ଭିଡିଛି ପ୍ରଶାସନ। ଭୁବନେଶ୍ୱରରେ ନମୂନା ପରୀକ୍ଷା ଜୋରଦାର କରାଯିବା ସହ ସପ୍ତାହକ ମଧ୍ୟରେ ୫ ହଜାର ପରୀକ୍ଷା କରାଯିବ ବୋଲି ଗତକାଲି ମୁଖ୍ୟ ଶାସନ ସଚିବ କହିବା ପରେ ଆଜି ସକାଳୁ ଏ ନେଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଆଜି ସକାଳୁ […]

  • Monday, 12 July 2021
ward sabhya
ହ୍ୱିଲ ଚେୟାରରେ ବୁଲି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି ମିନତି

କେନ୍ଦ୍ରାପଡ଼ା: ଦିବ୍ୟାଙ୍ଗର ଦୁର୍ବଳ ନୁହଁନ୍ତି, ଅକ୍ଷମ ନୁହଁନ୍ତ। ସାଧାରଣ ଲୋକ ଯାହା କରିପାରିବେନି ସେମାନେ ତାହା କରି ଦେଖାଇ ପାରିବେ। ଏହାର ଆଉ ଏକ ପ୍ରମାଣ ହେଉଛନ୍ତି ମିନତି ବାରିକ୍‌।  କେନ୍ଦ୍ରାପଡା ରାଜକନିକା ବାଜପୁର ଗାଁର ଓ୍ୱାଡ଼ ସଭ୍ୟା ମିନତି ବାରିକ। ଦୁଇ ଗୋଡରେ ଠିଆ ହୋଇ ଚାଲିବାକୁ ସକ୍ଷମ ନୁହଁନ୍ତି ମିନତି। ଆଗକୁ ଯିବା ପାଇଁ ହ୍ୱିଲ ଚେୟାର ହିଁ ତାଙ୍କର ଭରସା। ତଥାପି କରୋନା ଯୁଦ୍ଧରେ ତାଙ୍କୁ ଆମେ ଜଣେ ସଫଳ ଯୋଦ୍ଧା କହିପାରିବା। […]

  • Monday, 12 July 2021
2c99b4ccf3ca43858672d86fba175ea5_18
କୋଭିଡ-୧୯: ତିନି ଦିନ ହେଲା ସବୁ ନମୂନା ନେଗେଟିଭ

ଭୁବନେଶ୍ୱର: ସାରା ବିଶ୍ୱରେ ଏପରିକି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ଓଡ଼ିଶା ପାଇଁ ଆଶ୍ୱସ୍ତିକର ଖବର।  ଗତ ତିନି ଦିନ ଭିତରେ ରାଜ୍ୟରେ ଜଣେ ହେଲେ ବି ଚିହ୍ନଟ ହୋଇ ନାହାନ୍ତି କରୋନା ପଜିଟିଭ୍ । ଗତ ୧୫ ତାରିଖରେ ରାଜ୍ୟର ମୋଟ ୧୧ ଶହ ୯୭ ଜଣଙ୍କ ନମୂନା ପରୀକ୍ଷା କରାଯାଇଥିଲା । ସେହିଭଳି ଗୁରୁବାର ମଧ୍ୟ ୮୪୩ ଜଣଙ୍କ ସାମ୍ପଲ ଟେଷ୍ଟ ହୋଇଥିଲା । ଗତକାଲି ତୃତୀୟ ଦିନରେ ମୋଟ ୧୦୪୨ ଜଣଙ୍କ […]

  • Monday, 12 July 2021
jaganatha mandir
ଆସୁଛି ଚନ୍ଦନ ଯାତ, କେମିତି ଜଳକ୍ରୀଡ଼ା କରିବେ କାଳିଆ ଠାକୁର

ପୁରୀ: ଯେଉଁ ଶ୍ରୀମନ୍ଦିର ଦିନେ ଗହଳଚହଳରେ ଫାଟି ଫଡୁଥିଲା ଆଜି ସେଠି ନିରବତାର ରାଜୁତି। କାଳିଆକୁ ଦର୍ଶନ ନ କରି ଭକ୍ତ ବି ହତାଶ । କରୋନା କଟକଣା ଭକ୍ତ-ଭଗବାନଙ୍କ ମଧ୍ୟରେ ଯେମିତି ବାଡ ପକେଇ ଦେଇଛି। ଭକ୍ତଙ୍କ ପାଇଁ ସିନା ମନ୍ଦିର ମନା। ହେଲେ କାଳିଆର ରୀତିନୀତି କେମିତି ହେବ ? ପାଖେଇ ଆସୁଛି ଚନ୍ଦନ ଯାତ। ଠାକୁରଙ୍କ ଜଳକ୍ରୀଡ଼ା କ’ଣ ହେବନି ? ନିର୍ଦ୍ଧାରିତ ଦୂରତା ରକ୍ଷା କରାଯାଇ ବିଧି ବିଧାନ ମୁତାବକ ଶ୍ରୀକ୍ଷେତ୍ରରେ […]

  • Monday, 12 July 2021
govt-office
ସରକାରୀ ଅଫିସରେ ୨୦ ତାରିଖରୁ ସ୍ୱାଭାବିକ ହେବ କାମ

ଭୁବନେଶ୍ୱର: ଲକଡାଉନ୍ ନିୟମ ଜାରି ରହିଥିବା ବେଳେ କେଉଁ ସରକାରୀ କର୍ମଚାରୀ ଅଫିସ ଆସିବେ, କିଏ ଘରେ ରହି କାମ କରିବେ ସେ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ନୂଆ ନିୟମ ଏପ୍ରିଲ ୨୦ରୁ ମେ‘ ୩ ତାରିଖ ପର୍ଯ୍ୟନ୍ତ ଲାଗୁ ହେବ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି । ଏ ନେଇ ରାଜ୍ୟ ସରକାର କ୍ରିଟିକାଲ୍ ବିଭାଗ ପୁନଃ ନିର୍ଦ୍ଧାରଣ କରିଛନ୍ତି। ୧୧ଟି ବିଭାଗକୁ କ୍ରିଟିକାଲ୍, ଅନ୍ୟ […]

  • Monday, 12 July 2021
jaganatha mandir
ପ୍ରତି ସେବାୟତ ପରିବାରକୁ ମିଳିବ ୫ ହଜାର ଟଙ୍କା

ପୁରୀ: ପୁରୀ ଶ୍ରୀମନ୍ଦିରର ପ୍ରତି ସେବାୟତ ପରିବାରକୁ ମିଳିବ ୫ ହଜାର ଟଙ୍କାର ସହାୟତା। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ସେବାୟତଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଏହି ଟଙ୍କା ଟ୍ରାନ୍ସଫର କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି। ଲକ୍‌ଡାଉନ୍‌ ପାଇଁ ଅନ୍ୟ ଧର୍ମସ୍ଥଳୀ ଭଳି ଶ୍ରୀମନ୍ଦିରରେ ମଧ୍ୟ ଶ୍ରଦ୍ଧାଳୁଙ୍କ ପ୍ରବେଶ ଓ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। […]

  • Monday, 12 July 2021
asit tripathy
ଭୁବନେଶ୍ୱର: ୭ ଦିନରେ ହେବ ୫ ହଜାର ନମୂନା ପରୀକ୍ଷା

ଭୁବନେଶ୍ୱର: ଭୁବନେଶ୍ୱରରେ ଏଯାବତ ୧୯୫୮ଟି ସାମ୍ପଲ ଟେଷ୍ଟ ହୋଇଛି। ଆଗାମୀ ଦିନରେ ଏହାର ସଂଖ୍ୟାକୁ ଆହୁରି ବୃଦ୍ଧି କରାଯିବ।  ୭ ଦିନରେ ୫ ହଜାର ସାମ୍ପଲ ଟେଷ୍ଟ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ଆଜି ଭୁବନେଶ୍ୱରର ଗୀତଗୋବିନ୍ଦ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଅଧିକରୁ ଅଧିକ ନମୂନା ପରୀକ୍ଷା ହେଲେ ଭୁବନେଶ୍ୱରର ଏକ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିପାରିବ। ଏଥିପାଇଁ ଭୁବନେଶ୍ୱରରେ ଲ୍ୟାବ୍‌ର ଅପଗ୍ରେଡେସନ୍‌ […]

  • Monday, 12 July 2021
home department
ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା

ଭୁବନେଶ୍ୱର: ଲକଡାଉନ୍ ନିୟମକୁ କଡ଼ାକଡ଼ି ପାଳନ ଲାଗି ଥାନାଧିକାରୀଙ୍କୁ ଦିଆଗଲା ଅଧିକ କ୍ଷମତା। IPC ଓ ବିପର୍ଯ୍ୟୟ ପ୍ରଶମନ ଆଇନ-୨୦୦୫ ଅନୁସାରେ ଏହି କ୍ଷମତା ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଲକ୍‌ଡାଉନ୍ ନିୟମ ଉଲ୍ଲଂଘନ କଲେ ଏନେଇ ଦଣ୍ଡିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିପର୍ଯ୍ୟୟ ପ୍ରଶମନ ଆଇନ-୨୦୦୫ର ଧାରା ୫୧ରୁ ୬୦ ଏବଂ ଆଇପିସିର ୧୮୮ ଧାରାରେ ଥାନାଧିକାରୀ ମାନେ ମାମଲା ରୁଜୁ କରିପାରିବେ ବୋଲି ଗୃହ ବିଭାଗ ପକ୍ଷରୁ ଚିଠିରେ ସ୍ପଷ୍ଟ କରାଯାଇଛି। ଏହି ଆଇନ […]

  • Monday, 12 July 2021
travell
ଖୁସି ଖବର; ଦୁଇ ଦିନ ହେଲା ରାଜ୍ୟରେ ବଢିନି କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି ଖବର। ରାଜ୍ୟରେ ନିୟନ୍ତ୍ରଣରେ ଅଛି କରୋନା ସଂକ୍ରମଣ । ବୁଧବାର ଓ ଗୁରୁବାର ଦୁଇ ଦିନ ହେଲା କରୋନା ପଜିଟିଭ ସଂଖ୍ୟା ରାଜ୍ୟରେ ବଢିନି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ଦିଆଯାଇଥିବା ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ହଜାର ୫ଶହ ୭୭ଟି ଟେଷ୍ଟ କରାଯାଇଛି । ସେ ମଧ୍ୟରୁ ୭ହଜାର ୫ଶହ ୧୭ଟି ନମୁନା ନେଗେଟିଭ ଆସିଛି । ବର୍ତ୍ତମାନ ସୁଦ୍ଧା […]

  • Monday, 12 July 2021
spittinf
୩ ଥର ଭୁଲ ପାଇଁ ୨୦୦, ତା’ ପରେ ଦେବେ ୫୦୦ ଟଙ୍କା

କୋରାପୁଟ: କରୋନା ସଂକ୍ରମଣକୁ ରୋକିବା ପାଇଁ ବାହାରେ ଛେପ ପକାଇବାକୁ ବାରଣ କରାଯାଇଛି। କାରଣ ଛେପରେ ସଂକ୍ରମଣର ଭୟ ରହିଛି। ତେଣୁ ଖୋଲା ସ୍ଥାନରେ କିମ୍ବା ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ଉପରେ ବାରଣ କରାଯାଇଛି। ପୂର୍ବରୁ ବ୍ରହ୍ମପୁରରେ ଏ ନେଇ କଟକଣା ଜାରି କରାଯାଇଥିବାବେଳେ ଗତକାଲି ଭଦ୍ରକ ଓ  କୋରାପୁଟ ଜିଲ୍ଲାରେ କଟକଣା ଜାରି କରାଯାଇଛି। କୋରାପୁଟ ଜିଲ୍ଲାରେ ମଧ୍ୟ ସର୍ବସାଧାରଣ ସ୍ଥାନରେ ଛେପ ପକାଇବା ନେଇ କଟକଣା ଜାରି କରାଯାଇଛି। ଏ ନେଇ ଜିଲ୍ଲା […]

  • Monday, 12 July 2021
vehicle
ବିନା କାମରେ ଗାଡି ଧରି ବୁଲିଲେ ଗଣିବେ ତଣ୍ଡ

ଭୁବନେଶ୍ୱର: କରୋନା ସଂକ୍ରମଣର ହଟସ୍ପଟ ପାଲଟିଛି ରାଜଧାନୀ ଭୁବନେଶ୍ୱର। ରାଜ୍ୟର ୬୦  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଖୋର୍ଦ୍ଧା ଜିଲ୍ଲାର ଅଛନ୍ତି ୪୬ ଜଣ । ‌ଏହାକୁ ଦୃଷ୍ଟିରେ ରଖି ବୁଧବାର ଖୋର୍ଦ୍ଧା ଜିଲ୍ଲାକୁ କରୋନା ହଟ୍‌ସ୍ପଟ୍‌ ଜିଲ୍ଲା ଭାବେ ଘୋଷଣା କରାଯାଇଥିଲା। ଏହି ହଟସ୍ପଟ ଅଞ୍ଚଳରେ ୨ୟ  ପର୍ଯ୍ୟାୟ ଲକ୍‌ଡାଉନକୁ କଡାକଡି କରାଯାଇଛି। ଘରୁ ବାହାରିବାକୁ ବାରଣ କରାଯାଇଛି। ଆବଶ୍ୟକ କାମ ପାଇଁ ବାହାରିଲେ ସୋଶିଆଲ ଡିଷ୍ଟାନ୍ସିଂ ପାଳନ କରିବାକୁ କୁହାଯାଉଛି। ତଥାପି କେତେକ ଅମାନିଆ […]

  • Monday, 12 July 2021
spitting
ଏଣିକି ଖୋଲା ଜାଗାରେ ଛେପ ପକାଇଲେ ଗଣିବେ ଫାଇନ

ଭଦ୍ରକ: ସର୍ବସାଧାରଣ ସ୍ଥାନ ବା ଖୋଲା ଜାଗାରେ ଛେପ ପକାଇବା ପୂର୍ବରୁ ଏଣିକି ସାବଧାନ ହୁଅନ୍ତୁ। କାରଣ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା ଗଣିବାକୁ ପଡ଼ିପାରେ। ଏଭଳି ନିର୍ଦ୍ଦେଶନାମା ଜାରି କରିଛି ଭଦ୍ରକ ଜିଲ୍ଲା ପ୍ରଶାସନ। କରୋନା ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଉଛି।୨ୟ ପର୍ଯ୍ୟାୟ ଲକ୍‌ଡାଉନରେ ଗାଇଡଲାଇନ ମାନିବାକୁ ନେଇ କଟକଣା ଜାରି କରାଯାଇଛି।  ଭଦ୍ରକ ଜିଲ୍ଲାପାଳ ଏନେଇ ଗତକାଲି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନିର୍ଦ୍ଦେଶନାମାରେ କୁହାଯାଇଛି,ଏଣିକି […]

  • Monday, 12 July 2021
raruan
ସୀମା ପାରକୁ ବିରୋଧ କରିବାରୁ ଆକ୍ରମଣ; ଚାରି ପୁଲିସ୍‌ ଆହତ

କରଞ୍ଜିଆ: କରୋନା ସଂକ୍ରମଣ ରୋକିବା ପାଇଁ ଲକଡାଉନ୍ ସମୟରେ ଅନେକ ରାଜ୍ୟର ସୀମା ସିଲ୍ କରାଯାଇଛି। ଲକଡାଉନ ନିୟମ ମାନିବାକୁ ନିୟମ କଡାକଡି କରାଯାଇଛି। ହେଲେ କେତେକ ଲକ୍‌ଡାଉନ ନିୟମ ଉଲ୍ଲଘଂନକାରୀଙ୍କୁ ବିରୋଧ କରିବାକୁ ଯାଇ ପୋଲିସ କର୍ମଚାରୀ ଆହତ ଆହତ ହୋଇଛନ୍ତି। ଘଟଣା ଘଟିଛି ଝାଡ଼ଖଣ୍ଡ-ମୟୂରଭଂଜ ସୀମାନ୍ତ ରରୁଆଁ ଥାନା ଅଞ୍ଚଳରେ। ହୋମଗାର୍ଡ ଅନିଲ କୁମାର ହେମ୍ବ୍ରମ୍‌ଙ୍କ କହିବା ଅନୁଯାୟୀ, ଲକ୍‌ଡାଉନ ପାଇଁ ରାଜ୍ୟର ବିଭିନ୍ନ ସୀମାକୁ ସିଲ୍‌ କରି ଦିଆଯାଇଛି। ତେବେ ଓଡ଼ିଶା –ଝାରଖଣ୍ଡ […]

  • Monday, 12 July 2021
Untitled-1
‘ରାଜ୍ୟରେ କୋଭିଡ-୧୯ ପରୀକ୍ଷା ଅଧିକରୁ ଅଧିକ ହେବ‘

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଦିନରେ ବହୁ ସଂଖ୍ୟକ କୋଭିଡ-୧୯ ଟେଷ୍ଟ ହେବ। ଏକାଥରେ ଏକାଧିକ ନମୁନା ପରୀକ୍ଷା କରାଯିବ। କରୋନାର ମୁକାବିଲା ନେଇ ଆଜି ଉଚ୍ଚ କ୍ଷମତା ସମ୍ପନ୍ନ ମନ୍ତ୍ରୀ ସ୍ତରୀୟ କମିଟି ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ। ଆଗାମୀ ଦିନରେ ବ୍ୟାପକ ଧରଣର ଗୋଷ୍ଠୀଗତ ଭାବେ ପୁଲ୍ ଟେଷ୍ଟ କରିବାକୁ ପ୍ରସ୍ତାବ ଦିଆଯାଇଛି। ଯାହାକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ଏହାଛଡ଼ା ଏବେ ବୁର୍ଲା ମେଡିକାଲରେ ଗୋଟିଏ ଟେଷ୍ଟ […]

  • Monday, 12 July 2021
rice
‘ରାସନ କାର୍ଡ ପାଇନଥିବା ଲୋକଙ୍କୁ ଚାଉଳ, ଡାଲି ଦିଅ’

ଭୁବନେଶ୍ୱର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇନଥିବା ଗରିବ ଓ ନିସ୍ୱ ପରିବାରକୁ ମାଗଣାରେ ଚାଉଳ ଓ ଡାଲି ଯୋଗାଇ ଦେବାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଲକଡାଉନ ଯୋଗୁଁ ଅନେକ ଗରିବ ହଇରାଣ ହେଉଛନ୍ତି ଓଡିଶାରେ ଏପରି କିଛି ଗରିବ ପରିବାର ଅଛନ୍ତି ଯେଉଁମାନେ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇନାହାନ୍ତି। ଏଥିଯୋଗୁଁ […]

  • Monday, 12 July 2021
whatsappppp
୧୯ ତାରିଖରୁ ହ୍ୱାଟସ୍‌ଆପ୍‌ରେ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଜାରି  ହୋଇଛି ୨ୟ ପର୍ଯ୍ୟାୟ ଲକଡାଉନ୍। ଲକ୍‌ଡାଉନ ସମୟରେ ପିଲାଙ୍କ ପାଠପଢା ପ୍ରଭାବିତ ହେଉଛି। ତେଣୁ ଏହି ସମୟରେ ହ୍ୱାଟସ୍‌ଆପ୍‌ ଜରିଆରେ ପାଠ ପଢ଼ିବେ ରାଜ୍ୟର ଛାତ୍ରଛାତ୍ରୀ । ଶିକ୍ଷା ସଂଯୋଗ ନାମକ ଏକ ହ୍ୱାଟସ୍‌ଆପ୍ ଗ୍ରୁପ୍ ଜରିଆରେ ଦ୍ୱିତୀୟ ଶ୍ରେଣୀରୁ ମାଟ୍ରିକ୍ ଯାଏଁ ଛାତ୍ରଛାତ୍ରୀ ପାଠ ପଢ଼ିବେ। ଖୋର୍ଦ୍ଧା ଜିଲ୍ଲାର ୧୦ଟି ବ୍ଲକ ଏବଂ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସବୁ ସ୍କୁଲରେ ଏହି ଶିକ୍ଷା ସଂଯୋଗ ଯୋଜନା […]

  • Monday, 12 July 2021
highcourt
୨୦ ତାରିଖରୁ ଦୈନିକ ଏକ ଘଣ୍ଟା ଖୋଲିବ କୋର୍ଟ

ଭୁବନେଶ୍ୱର: କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ୨ୟ ପର୍ଯ୍ୟାୟ ଲକ୍‌ ଡାଉନ ଘୋଷଣା କରାଯାଇଛି। ସାରା ଦେଶରେ ମେ’ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଲାଗି ରହିବ। ଏଥିପାଇଁ ସରକାରୀ, ବେସରକାରୀ ସ୍ତରରେ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିଛି। ବିଶେଷକରି କୋର୍ଟ କାମ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ତଳକୋର୍ଟ କାର୍ଯ୍ୟ ଅବଧି ପରିବର୍ତ୍ତନ କରାଯାଇଛି । ଆସନ୍ତା ୨୦ ତାରିଖରୁ ଦିନକୁ ଏକ ଘଣ୍ଟା ପାଇଁ କୋର୍ଟ ଖୋଲିବାକୁ […]

  • Monday, 12 July 2021
moonsoon
ଓଡ଼ିଶାକୁ ସାତ ଦିନ ବିଳମ୍ୱରେ ଆସିବ ମୌସୁମୀ

ନୂଆଦିଲ୍ଲୀ: ଦେଶରେ ଚଳିତବର୍ଷ ସ୍ୱାଭାବିକ ରହିବ ମୌସୁମୀ। ଜୁନରୁ ସେପ୍ଟେମ୍ବର ଯାଏ ମୌସୁମୀ ସକ୍ରିୟ ରହିବ ଓ  ବର୍ଷା ସ୍ୱାଭାବିକ ହେବ। ହେଲେ ଓଡ଼ିଶାକୁ ସାତ ଦିନ ବିଳମ୍ୱରେ ଆସିବ ମୌସୁମୀ। ଏ ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୧୩ରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଣିପାଗ ବିଭାଗ ଅନୁମାନ କରିଥିବାବେଳେ ଚଳିତ ବର୍ଷ ବର୍ଷାର ପରିମାଣ ୯୬%ରୁ ୧୦୪% ମଧ୍ୟରେ ରହିବ ବୋଲି ପାଣିପାଗ ବିଭାଗ କହିଛି। ପ୍ରେସମିଟରେ […]

  • Monday, 12 July 2021
Untitled-1
ଆଜି ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଭୁବନେଶ୍ୱର:ଆଜି ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ଆକାଶରେ ଚନ୍ଦ୍ର କ୍ରମାନ୍ୱୟରେ ବୃହଷ୍ପତି, ଶନି ଓ ମଙ୍ଗଳ ଗ୍ରହର ଖୁବ ପାଖରେ ରହିବ।  ଏହି ଦୃଶ୍ୟ ଆସନ୍ତାକାଲି ଅର୍ଥାତ୍‌ ୧୬, ୧୭ ଏବଂ ୨୫ ଓ ୨୭ ତାରିଖ ମଧ୍ୟ ଦୃଶ୍ୟ ହେବ। ଏହି ତିନିଟ ଗ୍ରହ ଏପ୍ରିଲ ମାସ ସାରା ପାଖାପାଖି ରହିବେ । ପ୍ରତ୍ୟେକ ଦିନ ଭୋର ସମୟରେ ଉତ୍ତର-ପୂର୍ବ ଦିଗବଳୟ ଉପରେ ଏକ ଘଣ୍ଟା ଧରି ଏହି ଦୃଶ୍ୟ ଦେଖାଯିବ।  ସେହିପରି ଶୁକ୍ରଗ୍ରହ […]

  • Monday, 12 July 2021
EFJeABQUwAEFVeY
ଏଥର ବିନା ଭକ୍ତରେ ହେବ ଚନ୍ଦନ ଯାତ

ପୁରୀ: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି। ପରିସ୍ଥିତିକୁ ଦେଖି ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରିସାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ୨ୟ ପର୍ଯ୍ୟାୟ ଲକଡାଉନର ଗାଇଡଲାଇନ ମଧ୍ୟ ଜାରି କରାଯାଇଛି। ଏହି ଗାଇଡ ଲାଇନ ଅନୁଯାୟୀ, ଧାର୍ମିକ, ସାଂସ୍କୃତିକ କାର୍ଯ ଉପରେ କଟକଣା ଜାରି କରାଯାଇଛି। ଏପରି ପରିସ୍ଥିତିରେ କାଳିଆର ଚନ୍ଦନଯାତକୁ ନେଇ ଭକ୍ତଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଦେଖା ଦେଇଛି। ଆସନ୍ତା ୨୬ ତାରିଖରେ ପଡ଼ୁଛି ଚନ୍ଦନ ଯାତ୍ରା […]

  • Monday, 12 July 2021
bbsr
ଭୁବନେଶ୍ୱର: କରୋନା ନିୟନ୍ତ୍ରଣ ପାଇଁ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ବିଶେଷକରି କରି ଭୁବନେଶ୍ୱରରେ କରୋନା ସ୍ଥିତି ସବୁଠାରୁ ଖରାପ। ରାଜ୍ୟରେ ମୋଟ ୬୦ ଆକ୍ରାନ୍ତଙ୍କୁ ଚିହ୍ନଟ କରା ଯାଇଥିବାବେଳେ କେବଳ  ଭୁବନେଶ୍ୱରରେ ଅଛନ୍ତି ୪୬। ଏହାକୁ ଦଷ୍ଟିରେ ରଖି  ଭୁବନେଶ୍ୱର ମହାନଗର ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରକୁ ୩ ଜୋନ୍‌ରେ ବିଭକ୍ତ କରାଯାଇଛି। ଏହି ତିନି ଜୋନ୍‌ର ଦାୟିତ୍ୱ ୬ଜଣ ବରିଷ୍ଠ ଅଧିକାରୀଙ୍କୁ ଦିଆଯାଇଛି।  ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ଏହି […]

  • Monday, 12 July 2021
oitv
ରାଜ୍ୟର ଆଉ ୨ ହସ୍‌ପିଟାଲରେ ହେବ କୋଭିଡ୍-୧୯ ପରୀକ୍ଷା

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ନମୁନା ପରୀକ୍ଷା ଉପରେ ଗୁରୁତ୍ୱ ଦେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଆଉ ୨ଟି ହସ୍ପିଟାଲରେ କରୋନା ଟେଷ୍ଟ ଆରମ୍ଭ ହୋଇଛି। ଏହି ଦୁଇଟି ହସ୍ପିଟାଲ ହେଲା ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ ଓ ଭୁବନେଶ୍ୱର ଇନଷ୍ଟିଚ୍ୟୁଟ ଅଫ୍ ଲାଇଫ୍ ସାଇନ୍ସ। ଗତକାଲିଠାରୁ ଏହି ୨ ହସ୍‌ପିଟାଲରେ କୋଭିଡ୍-୧୯ ଟେଷ୍ଟ ଆରମ୍ଭ ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଥାଉ […]

  • Monday, 12 July 2021
pic_1586774388-(1)
ବାହାରେ ଛେପ ପକାଇଲେ ଗଣିବେ ଫାଇନ

ବ୍ରହ୍ମପୁର: କରୋନା ଭାଇରସର ମୁକାବିଲା ପାଇଁ ୨ୟ ପର୍ଯ୍ୟାୟ ଲକ୍‌ଡାଉନ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ଦେଶବାସୀଙ୍କୁ ସମ୍ବୋଧନ କରି ମେ’ ୩ ତାରିଖ ପର୍ଯ୍ୟନ୍ତ ଏହି ଲକ୍‌ଡାଉନ ଅବଧି ବୃଦ୍ଧି କରିଛନ୍ତି। ଏଥିସହିତ ଆଗାମୀ ଏକ ସପ୍ତାହ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ତେଣୁ ଘରୁ ବାହାରିବା ନିୟମ, ଲକ୍ ଡାଉନ କଟକଣାକୁ ଆହୁରି କଡ଼ାକଡି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାପାଳ ଲକ୍‌ ଡାଉନ ନିୟମକୁ କଡାକଡି କରିଛନ୍ତି। ଏପରିକି […]

  • Monday, 12 July 2021