• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Similipal
ଶିକାରୀ ଗୁଳିରେ ଦୁଇ ମୁଣ୍ଡ ଗଡ଼ିବା ପରେ ବନ କର୍ମଚାରୀ କ୍ଷୁବ୍ଧ, ମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଝାଡ଼ିଲେ

ସୁରକ୍ଷା ନମିଳିଲେ ଆନ୍ଦୋଳନ ପାଇଁ ସଂଘର ଧମକ । ୫ ଦଫା ଦାବି ନେଇ ଆସନ୍ତାକାଲିଠାରୁ ଆନ୍ଦୋଳନ ।

  • Sunday, 18 June 2023
Puri Gajapati Maharaja
ଗଜପତି ମହାରାଜାଙ୍କ ଚାରି ଯଜ୍ଞ ପରିକଳ୍ପନା,ଶ୍ରୀମନ୍ଦିର ଚାରିପଟେ ଆଧ୍ୟାତ୍ମିକ ପରିବେଶ ଉପରେ ଗୁରୁତ୍ୱ

ଜଗନ୍ନାଥ ହେରିଟେଜ୍ ମ୍ୟୁଜିୟମ୍ ନିର୍ମାଣ ପ୍ରସ୍ତାବ , ସାଧୁ ସନ୍ଥଙ୍କ ଠାରୁ ନିତ୍ୟ ପ୍ରବଚନ କାର୍ଯ୍ୟକ୍ରମ

Mirror writing gives new identity to vegetable seller in Ganjam
ଅଜବ ଖିଆଲି ମଣିଷ; ଓଲଟାରେ ନିର୍ଭୁଲ ଓଡ଼ିଆ ଲେଖି ଚର୍ଚ୍ଚାରେ ବିଜୟ

ଲେଖା ଓଲଟା ହେଲେ ବି ଅକ୍ଷର, ବନାନ କିମ୍ବା ଭାବ କି ଭାଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ନିର୍ଭୁଲ ଥାଏ । ତାଙ୍କ ଲେଖା ପଢ଼ିବାକୁ ହେଲେ ଟିକେ ଅକଲ ଖର୍ଚ୍ଚ କରିବାକୁ ପଡ଼େ ।

  • Sunday, 18 June 2023
Mirror writing gives new identity to vegetable seller in Ganjam
ଅଜବ ଖିଆଲି ମଣିଷ; ଓଲଟାରେ ନିର୍ଭୁଲ ଓଡ଼ିଆ ଲେଖି ଚର୍ଚ୍ଚାରେ ବିଜୟ

ଲେଖା ଓଲଟା ହେଲେ ବି ଅକ୍ଷର, ବନାନ କିମ୍ବା ଭାବ କି ଭାଷା ଦୃଷ୍ଟିରୁ ସମ୍ପୂର୍ଣ୍ଣ ନିର୍ଭୁଲ ଥାଏ । ତାଙ୍କ ଲେଖା ପଢ଼ିବାକୁ ହେଲେ ଟିକେ ଅକଲ ଖର୍ଚ୍ଚ କରିବାକୁ ପଡ଼େ ।

  • Sunday, 18 June 2023
Water Probelm
ଭୟଙ୍କର ସ୍ଥିତି: ଦିନକୁ ଘଣ୍ଟାଏ ପାଇଁ ବାହାରୁଛି ପାଣି

ଗଡିଆ, ପୋଖରୀ ସବୁ ଶୁଖିଯାଇଛି । ନଳକୂଅ ଥିଲେ ବି ଅଧା କାମ କରୁନି...ଯେଉଁଟା କାମ କରୁଛି ସେଥିରୁ ଦିନରେ ମାତ୍ର ଘଣ୍ଟାଏ ବାହାରୁଛି ପାଣି । ବାହାଘରଠୁ ସୁଧଘର କାମ ପାଇଁ ହଇରାଣ ହେଉଛନ୍ତି ଲୋକେ

Nuapada Farmer
ଚାଷୀ ଭାଇଙ୍କ ଲାଗି ବଡ଼ ଖବର : ଏଣିକି ଘରେ ପହଞ୍ଚିବ ବିହନ

ଆଉ ଟେନ୍‌ସନ୍‌ ନାହିଁ । ଏଣିକି ବିହନ ଲାଗି କାଟିବାକୁ ପଡ଼ିବନି ସରକାରୀ ଦପ୍ତର ଚକ୍କର...ଘର ଦୁଆର ମୁହଁରେ ଉନ୍ନତମାନର ବିହନ ପହଞ୍ଚାଉଛି ପ୍ରଶାସନ

  • Sunday, 18 June 2023
  • Paddy
Similipal
ବନ ବିଭାଗ କର୍ମଚାରୀ-ମନ୍ତ୍ରୀ ସୁଦାମ ମାର୍ଣ୍ଡି ମୁହାଁମୁହିଁ

ମାସକ ମଧ୍ୟରେ ଦୁଇ ବନ କର୍ମଚାରୀଙ୍କୁ ହତ୍ୟା ମାମାଲାରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଛି ।

Puri Ratha Jatra: Traffic Route Chart Released
ରଥଯାତ୍ରାରେ ପୁରୀ ଆସୁଛନ୍ତି କି ? ଜାଣନ୍ତୁ କେଉଁଠି ଗାଡ଼ି ପାର୍କିଂ କରିବେ...

ପୁରୀ ରଥଯାତ୍ରା ପାଇଁ ଟ୍ରାଫିକ ପ୍ଲାନ୍‌ ପ୍ରସ୍ତୁତ ହୋଇଛି। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୁରୀକୁ ୩ ଭାଗରେ ବିଭକ୍ତ କରାଯାଇଛି। ୧୪ଟି ସେକ୍ଟର ଓ ୨୯ଟି ଜୋନ୍‌ରେ ବିଭକ୍ତିକରଣ କରାଯାଇଛି। 

Jojanara Na hariloot
ଚାଷୀଙ୍କ ଜମିରେ ମାଟି ମୁଠାଏ ପଡିନି, ଉନ୍ନତୀକରଣ ନାଁରେ ଲକ୍ଷ ଲକ୍ଷ ହଡପ୍‌

ଗଞ୍ଜାମ ଭଂଜନଗର ବ୍ଲକ ମୁଦୁଲିପଲ୍ଲୀ ପଞ୍ଚାୟତରେ ଚାଷୀମାନଙ୍କ ଜମିର ଉନ୍ନତୀକରଣ ପାଇଁ ୨୦୨୨-୨୩ ଆର୍ଥିକ ବର୍ଷରେ ଆସିଥିଲା ୧୫ ଲକ୍ଷ ଟଙ୍କା ଅନୁଦାନ।

Odisha Train Mishap
ଏଇ ମେଡିକାଲ ଖୋଲାଥିଲେ ଏତେ ସଂଖ୍ୟାରେ ମରିନଥାଆନ୍ତେ ଲୋକ?

କେବଳ ଦୁର୍ଘଟଣା ପାଇଁ ଖୋଲିଥିଲା ଏହି ମେଡିକାଲ । ହେଲେ ଭିତ୍ତିଭୂମିର ବିକାଶ ନହେବାରୁ କାମରେ ଆସୁନି ସ୍ୱାସ୍ଥ୍ୟକେନ୍ଦ୍ର । ଯଦି ଶୁକ୍ରବାର ଦିନ ଏଇ ମେଡିକାଲ ଖୋଲାଥାଆନ୍ତା ତାହାଲେ ଏତେ ସଂଖ୍ୟାରେ ଲୋକ ମରିନଥାଆନ୍ତେ

Honesty personified
୨୧ ବର୍ଷ ରାଜନୀତି କଲେଣି : ଘର ଖଣ୍ଡିଏ କି ପାଇଖାନାଟିଏ କରିନାହାନ୍ତି

୨୧ ବର୍ଷର ରାଜନୈତିକ ଜୀବନ । ନିଜ ପାଇଁ ଘର ଖଣ୍ଡିଏ କରିନାହାନ୍ତି କି ପାଇଖାନାଟିଏ କରିନାହାନ୍ତି । ବଡ଼ କଷ୍ଟରେ ଘରଟିଏ କଲେ ଯେ ପ୍ଲାଷ୍ଟର ବି କରିହେଉନି...ଆବାସ ପାଇଁ ଯୋଗ୍ୟ ବିବେଚିତ ହେବା ପରେ ବି ନିଜ ଘରକୁ ଦେଇଦେଲେ ଅନ୍ୟକୁ । ଲୋକେ କହୁଛନ୍ତି ଏମିତି ସରପଂଚ ଥିଲେ ଆଉ କିଛି ଲୋଡା ନାହିଁ

FARMERS
ଏଣିକି ଚାଷୀ ଘରେ ପହଞ୍ଚିବ ବିହନ

ଆଉ ଟେନ୍‌ସନ୍‌ ନାହିଁ । ଏଣିକି ବିହନ ଲାଗି କାଟିବାକୁ ପଡ଼ିବନି ସରକାରୀ ଦପ୍ତର ଚକ୍କର...ଘର ଦୁଆର ମୁହଁରେ ଉନ୍ନତମାନର ବିହନ ପହଞ୍ଚାଉଛି ପ୍ରଶାସନ

 build road
ହଜାରେ ଟଙ୍କାଏ ଲେଖାଏଁ ଆଦାୟ କଲେ...ନିଜ ଗାଁ ରାସ୍ତା ନିଜେ କଲେ

ଗୁହାରି ପରେ ବି ଶୁଣିଲାନି ପ୍ରଶାସନ । ହଇରାଣ ହେଉଥିଲେ ଗାଁ ଲୋକେ...ମଣ୍ଡପରେ ବୈଠକ ହେଲା, ୧ ହଜାର ଲେଖାଏଁ ଆଦାୟ ହେଲା । ମହିଳା-ପୁରୁଷ ମିଶି ଏକାଠି ହେଲେ, ଗାଁକୁ ପକ୍କା ରାସ୍ତା କଲେ

Gajapati Maharaja
‘ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ରନ୍ଧନ ଗ୍ରହଣୀୟ ନୁହେଁ’

ଗଜପତି କହିଛନ୍ତି, ବିଧି ଓ ଶାସ୍ତ୍ର ଅନୁଯାୟୀ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ହିଁ ରଥଯାତ୍ରା ହେବା କଥା। ସ୍ଥଳ ବିଶେଷରେ ଆଷାଢ଼ ଶୁକ୍ଳ ଦ୍ୱିତୀୟାରୁ ତ୍ରୟୋଦଶୀ ତିଥି ମଧ୍ୟରେ ରଥଯାତ୍ରା ହୋଇପାରିବ। ଖଜାର ବ୍ୟବସାୟୀକରଣ, ନିର୍ମାଲ୍ୟ ବିକ୍ରି ଓ ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ରନ୍ଧନ କରି ବିକ୍ରି ହେଉଥିବା ଘଟଣା ଆଦୌ ଗ୍ରହଣୀୟ ନୁହେଁ।

Udala man takes care of 2 minors after wife death
ମାଆ ଚାଲିଗଲା ପରେ...ଦୁଇ ପୁଅଙ୍କୁ ମାଆ ପରି ପାଳୁଛନ୍ତି ବାପା

ପତ୍ନୀଙ୍କ ମୃତ୍ୟୁ ପରେ ବାପାର କର୍ତ୍ତବ୍ୟ ପାଳନ କରିବା ସହ ମାଆର ଦାୟିତ୍ୱ ମଧ୍ୟ ସୁଚାରୁ ରୂପେ ତୁଲାଉଛନ୍ତି। ଆଜି ଫାଦର୍ସ ଡେ’ରେ ଜାଣନ୍ତୁ ଏମିତି ଜଣେ ବାପାଙ୍କ କାହାଣୀ। 

  • Sunday, 18 June 2023
Amala Sangha
ହନୁମାନ ଭରସାରେ ଅମଳା ସଂଘର ଆନ୍ଦୋଳନ

ଗତକାଲି ମାଲକାନଗିରିରେ ପକୁଡ଼ି ବିକୁଥିଲେ, ଆଜି ବ୍ରହ୍ମପୁରରେ ହନୁମାନ ଚାଳିଶା ପାଠ କରିଛନ୍ତି।

Gajapati Maharaja
‘ରତ୍ନଭଣ୍ତାର ସ୍ଥିତି ଖରାପ; ପାଣି ଗଳୁଛି, ଛାତ ଫାଟିଛି’

ରତ୍ନଭଣ୍ଡାର ଅସୁରକ୍ଷିତ ଥିବା କଥା ଆଜିର ନୁହେଁ । ରହସ୍ୟମୟ ରତ୍ନଭଣ୍ଡାରରେ ଫାଟ ଏବଂ ପାଣି ଗଳିବା ଘଟଣା ଗତ ୫ ବର୍ଷ ତଳୁ ଜଣାପଡ଼ିଲାଣି ।

Vigilance scanner
ଶାସନକଳର ଶିରାପ୍ରସିରାରେ ଚରିଗଲାଣି କି ଦୁର୍ନୀତି ? ୭ ଦିନରେ ୬ ଅଧିକାରୀଙ୍କ ଉପରେ ଭିଜିଲାନ୍ସ ରେଡ୍

ବାରିପଦା ସହର ଉପକଣ୍ଠ ତେନ୍ତୁଳିଡିଙ୍ଗାରେ ରାମଚନ୍ଦ୍ରଙ୍କ ତିନି ମହଲା ଘର । ହେଲେ ଇଏ କୁଆଡ଼େ ବାବୁ ରାମଚନ୍ଦ୍ରଙ୍କ ସଂପତିର ଛୋଟିଆ ଝଲକ୍। ୟା ବାଦ ବି ଆହୁରି ଅନେକ ସ୍ଥାନରେ ଅସତ୍ ଧନ ଥିବା ସନ୍ଦେହରେ ଭିଜିଲାନ୍ସର ୮ ଜଣିଆ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରିଥିଲା ।

  • Saturday, 17 June 2023
Vigilance scanner
ଶାସନକଳର ଶିରାପ୍ରସିରାରେ ଚରିଗଲାଣି କି ଦୁର୍ନୀତି ? ୭ ଦିନରେ ୬ ଅଧିକାରୀଙ୍କ ଉପରେ ଭିଜିଲାନ୍ସ ରେଡ୍

ବାରିପଦା ସହର ଉପକଣ୍ଠ ତେନ୍ତୁଳିଡିଙ୍ଗାରେ ରାମଚନ୍ଦ୍ରଙ୍କ ତିନି ମହଲା ଘର । ହେଲେ ଇଏ କୁଆଡ଼େ ବାବୁ ରାମଚନ୍ଦ୍ରଙ୍କ ସଂପତିର ଛୋଟିଆ ଝଲକ୍। ୟା ବାଦ ବି ଆହୁରି ଅନେକ ସ୍ଥାନରେ ଅସତ୍ ଧନ ଥିବା ସନ୍ଦେହରେ ଭିଜିଲାନ୍ସର ୮ ଜଣିଆ ଟିମ୍ ଏକକାଳୀନ ୫ଟି ସ୍ଥାନରେ ରେଡ୍ କରିଥିଲା ।

Amala Sangha
ହନୁମାନ ଭରସାରେ ଅମଲା ସଂଘର ଆନ୍ଦୋଳନ

ଗତକାଲି ମାଲକାନଗିରିରେ ପକୁଡ଼ି ବିକୁଥିଲେ, ଆଜି ବ୍ରହ୍ମପୁରରେ ହନୁମାନ ଚାଳିଶା ପାଠ କରିଛନ୍ତି।

News Fuse
ପ୍ଲାଷ୍ଟିକ୍‌ ବୋତଲ ଠିପିରେ ପ୍ୟାଣ୍ଟ ପିନ୍ଧା

ପ୍ୟାଣ୍ଟରେ କଣ ଠିପି ଦେଲେଣି? ଇଏ କି ହୁକରେ? ମୋ ବୋଉ...ନାରଣ ତୋ ପ୍ୟାଣ୍ଟରେ ଡୋର ଅଛି ନା?

Daily Market
ଟିକସ ନେଉଛନ୍ତି, ପାଣି ଟୋପାଏ ଦେଉନାହାନ୍ତି

ଚର୍ଚ୍ଚାରେ ଦଶପଲ୍ଲା ହାଟ । ବ୍ୟବସାୟୀଙ୍କଠୁ ମୋଟା ଅଙ୍କର ଟିକସ ନେଉଛି ପ୍ରଶାସନ ...ହେଲେ ଶୌଚାଳୟ ଟିଏ ନାହିଁ କି ପାଣି ଟୋପାଏ ମିଳୁନି । ପରିବା କିଣି ଆଣିବା ବେଳକୁ ଗାଡ଼ି ନେଇ ପଳାଉଛନ୍ତି ଦୁର୍ବୃତ୍ତ।

News reporter in Pakistan
ରିପୋର୍ଟିଂ ପାଇଁ...ଗଭୀର ପାଣିକୁ ଡେଇଁଲେ ରିପୋର୍ଟର : ତା’ପରେ ...

ଅଜବ୍‌ ନିଶା ନା ପାଗଳ? ରିପୋର୍ଟିଂ ବେଳେ ପାଣି କେତେ ଅଛି ଦେଖାଇବାକୁ ଗଭୀର ପାଣିକୁ ଡେଇଁ ପଡିଲେ ପାକିସ୍ତାନୀ ରିପୋର୍ଟର । ଦେଖନ୍ତୁ ଏହାପରେ ହେଉଛି କଣ?

financial aid for treatment
ବାପା ନାହାନ୍ତି, ମାଆଙ୍କୁ ଲିଭର ରୋଗ....ଏବେ ପିଲାଏ ପଢିବେ କେମିତି?

ବାପା ଚାଲିଗଲେ, ମାଆଙ୍କୁ ଲିଭର ସିରୋସିସ୍‌ ରୋଗ । ଯାହା ଯେତିକି ଟଙ୍କା ଥିଲା ସେତିକିରେ କଷ୍ଟରେ ଚଳୁଥିଲା ପରିବାର । ଏବେ ଡାକ୍ତର କହୁଛନ୍ତି ଚିକିତ୍ସା ଲାଗି ଦରକାର ଅଧିକ ଟଙ୍କା । ଏମିତି ସ୍ଥିତିରେ ମାଆ କହୁଛି ମୋର କିଛି ହେଲେ ମୋ ପିଲାଙ୍କ ଦାୟିତ୍ୱ ନେବ କିଏ?

Woman fails to avail house
ବଞ୍ଚି ଥାଉଥାଉ ଦେଲନି...ମରିଗଲେ କଣ ଘର ଦେବ?

ସରକାରଙ୍କୁ ପ୍ରଶ୍ନ ପଚାରୁଛି ଜଣେ ଅସହାୟ ମହିଳା । ବାରମ୍ବାର ଦଉଡି ଦଉଡି ଘରେ ଖଣ୍ଡିଏ ଦେଲନି...ଭୋଟ୍‌ ମାଗିଲ, ଆମେ ଦେଲୁ । ଏବେ ତ କିଛି ଶୁଣୁନ, ମୁଁ ମଲା ପରେ କଣ ଘର ଦେବ କି?