ରାସ୍ତା ଉପରେ ଚାଷୀଙ୍କ ନାରାବାଜି, ତେଣେ ମଣ୍ଡିରେ ପଡ଼ିଛି ହଜାର ହଜାର କୁଇଣ୍ଟାଲ ରବି ଧାନ । ଆଖି ଯୁଆଡ଼େ ବୁଲାଇଲେ ପାଲ ଘୋଡ଼ା ହୋଇ ଧାନ ପଡିଛି ।
ବାହାଘର ଭୋଜିରେ ଅଳ୍ପ କେଇଜଣଙ୍କ ପାଇଁ ମଟନ ଅଭାବ ପଡ଼ିବାରୁ ଭାଙ୍ଗିଗଲା ବାହାଘର
ସମ୍ବଲପୁର ସହର ଧମା ଥାନା ଅଂଚଳରେ ଘଟିଛି ଅଭାବନୀୟ ଘଟଣା । ସ୍ଥାନୀୟ ଅଂଚଳର ଜଣେ ଯୁବତୀଙ୍କ ବାହାଘର ସୁନ୍ଦରଗଡ଼ର ଜଣେ ଯୁବକଙ୍କ ସହ ସ୍ଥିର ହୋଇଥିଲା । ପରିବାରର ସମ୍ମତି କ୍ରମେ ବାହାଘର ଦିନ ଧାର୍ଯ୍ୟ ହୋଇଥିଲା । ଆଉ ନିର୍ଦ୍ଧାରିତ ସମୟ ଅନୁସାରେ ବର ଆସିଥିଲା, ବାଟବରଣୀ ବି ହୋଇଥିଲା । ଏହାପରେ ଭୋଜି ଖାଇବାକୁ ପହଞ୍ଚିଥିଲେ ବରଯାତ୍ରୀ ।
ଟେଣ୍ଡର ପାଇ ଗତ ୨୦୧୯ ମାର୍ଚ୍ଚରୁ ହାଇଦ୍ରାବାଦର "GVPR Engineer LTD" କାର୍ଯ୍ୟ ଆରମ୍ଭ କରିଥିଲା। କାର୍ଯ୍ୟ ଶେଷର ଅବଧି ଥିଲା ୨୦୨୧ ମାର୍ଚ୍ଚ।
ସମ୍ବଲପୁର ସହର ଧମା ଥାନା ଅଂଚଳରେ ଘଟିଛି ଅଭାବନୀୟ ଘଟଣା । ସ୍ଥାନୀୟ ଅଂଚଳର ଜଣେ ଯୁବତୀଙ୍କ ବାହାଘର ସୁନ୍ଦରଗଡ଼ର ଜଣେ ଯୁବକଙ୍କ ସହ ସ୍ଥିର ହୋଇଥିଲା । ପରିବାରର ସମ୍ମତି କ୍ରମେ ବାହାଘର ଦିନ ଧାର୍ଯ୍ୟ ହୋଇଥିଲା । ଆଉ ନିର୍ଦ୍ଧାରିତ ସମୟ ଅନୁସାରେ ବର ଆସିଥିଲା, ବାଟବରଣୀ ବି ହୋଇଥିଲା । ଏହାପରେ ଭୋଜି ଖାଇବାକୁ ପହଞ୍ଚିଥିଲେ ବରଯାତ୍ରୀ ।
ଘରକୁ ଆସୁଥିବା କିଛି ଗ୍ୟାସ ସିଲିଣ୍ଡରରେ ଲିକେଜ୍ ରହୁଥିବା ବେଳେବେଳେ ଦେଖିବାକୁ ମିଳିଥାଏ । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଡର ରହିଥାଏ ।
ପୁରୀ ଜିଲ୍ଲା ପିପିଲିରେ ଦଲକାଏ ପବନରେ ଘଂଟା ଘଂଟା ଧରି ବିଦ୍ୟୁତ ସରବରାହ ବନ୍ଦ ରହୁଛି । ବାରମ୍ବାର ଅଭିଯୋଗ କଲେ ବି ଫଳ ଶୂନ ।
ପୁଅକୁ ହରାଇ ଛାତି ବାଡ଼େଇ କାନ୍ଦୁଛି ଅଭାଗିନୀ ମା’
କିଏ କୁଡ଼ିଆ କରିଛି ତ ଆଉ କିଏ ଜରିପାଲକୁ ଆଶ୍ରା କରି ସେଥିରେ ମୁଣ୍ଡ ଗୁଞ୍ଜୁଛି । ବ୍ୟବସ୍ଥା ସତେ ଯେମିତି ଏହି ଅସହାୟଙ୍କୁ ଉପହାସ କରୁଛି । କେବେ ଏମାନଙ୍କ ଦୁଃଖ ଲାଘବ ହେବ ତାକୁ ନେଇ ଚାତକ ଭଳି ଚାହିଁ ରହିଛନ୍ତି....
ପାଠ ପଢିବାକୁ ଇଛା ଥିଲେ ମଧ୍ୟ ପରିସ୍ଥିତି ପାଠରେ ଡୋରି ଲଗାଇଛି । ଘରର ପରିସ୍ଥିତି ଏପରି ଯେ ଦେଖିଲେ ଆଖି ଛଳଛଳ ହୋଇଯିବ ଆଉ ଲୁହ ଜକେଇ ଆସିବ ।
ମରାମତି ଅଭାବରୁ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଉନଥିବା ଅଭିଯୋଗ । ଫଳରେ ଚାଷୀ ନାହିଁ ନଥିବା ସମସ୍ୟାରେ ଦହଗଞ୍ଚ ହେଉଛନ୍ତି ।
ଦିନେ ଓଡ଼ିଆ ଫିଲ୍ମ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ରହିଥିଲା । ସିନେମା ହଲରେ ବି ଖଚାଖଚ ଭିଡ଼ ଲାଗୁଥିଲା । ଏବେ ଆଉ ସେ ସମୟ ନାହିଁ ।
ଏଡ଼ାଇ ହେବନି ଅଘଟଣ; ବିପଦ ସଙ୍କୁଳ ଅବସ୍ଥାରେ ଗାଁ ସାହି ଦେଇ ଯାଇଛି ବିଦ୍ୟୁତ ତାର
୧୩ ବର୍ଷ ହେଲାଣି ନା ଛାତ୍ରୀ ନିବାସ କୋଠା ନିର୍ମାଣ କାମ ସରୁଛି ନା ଛାତ୍ରୀମାନଙ୍କ ପାଇଁ ରହଣି ସୁବିଧା ହେଉଛି । ଠିକାଦାର କୋଠାଟିକୁ ନିମ୍ନ ମାନର କାମ କରିଥିବାରୁ ଏବେ ଏହା ପିଲାଙ୍କ କାମରେ ଆସୁନି ବୋଲି ଅଭିଯୋଗ ହୋଇଛି ।
ଗ୍ରୀଡକୋ କହୁଛି ପ୍ରବଳ ଖରା ପାଇଁ ବଢ଼ିଛି ବିଜୁଳି ଚାହିଦା । କାଳବୈଶାଖୀ ଉପରେ ଦୋଷ ଲଦିଲା ଟାଟା ପାୱାର ।
ଏଠି ପ୍ରଶ୍ନ ଶିଖରଚଣ୍ଡୀ ପାହାଡ଼ରେ କାହା ଅନୁମତିରେହୋଇଥିଲା ଏଭଳି ବେଆଇନ୍ ନିର୍ମାଣ କାମ । ଗଛ କାଟିବା ଓ ବୁଲଡୋଜର ଲଗେଇ ପାହାଡ଼ ଭାଙ୍ଗିବାକୁ କିଏ ଦେଇଥିଲା ନିର୍ଦ୍ଦେଶ?
ପିଲାବେଳୁ ଶେଖର କିନ୍ତୁ ଖତଗଦାରେ ପଦ୍ମ ଫୁଟିଲା ଭଳି ଉଭୟ ପାଠ ଓ ଖେଳରେ ଚମତ୍କାର ପ୍ରଦର୍ଶନ କରିଛନ୍ତି.. ହେଲେ ଏବେ ପାଠ ପଢ଼ିବେ କିପରି, ଚିନ୍ତାରେ ପରିବାର..
ଟାଟା ପାୱାର ଉପରେ ବର୍ଷିଲେ ବିଜେଡି ସାଂସଦ ଅମର ପଟ୍ଟନାୟକ
କ୍ୟାନସର ପୀଡ଼ିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ । ବରଗଡ଼ରେ ଦୁଲଦୁଲି ବାଦ୍ୟ ଓ ସମ୍ବଲପୁରୀ ଗୀତରେ ନାଚିଲେ କ୍ୟାନସର ପୀଡିତ ।
ରାଜ୍ୟ ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ରଜ ଭେଟି। ୪% ବଢ଼ିଲା ମହଙ୍ଗା ଭତ୍ତା।
ନାମ ଫଳକରେ ଚକାଚକ୍ ବିଇଡି କଲେଜ, ପାଠପଢା ଶୂନ । ନିର୍ମାଣ ପରଠୁ ଦିନଟିଏ ବି ପାଠ ପଢିନାହାନ୍ତି ଛାତ୍ରଛାତ୍ରୀ । ମାଲକାନଗିରି ଛାତ୍ରଛାତ୍ରୀଙ୍କ ଶିକ୍ଷକ ହେବାର ସ୍ୱପ୍ନ ଧୂଳିସାତ୍ ।
ନାମଫଳକରେ ଚକାଚକ୍ ବିଇଡି କଲେଜ, ପାଠପଢା ଶୂନ । ନିର୍ମାଣ ପରଠୁ ଦିନଟିଏ ବି ପାଠ ପଢିନାହାନ୍ତି ଛାତ୍ରଛାତ୍ରୀ । ମାଲକାନଗିରି ଛାତ୍ରଛାତ୍ରୀଙ୍କ ଶିକ୍ଷକ ହେବାର ସ୍ୱପ୍ନ ଧୂଳିଶାତ୍ ।
କ୍ୟାନସର ପୀଡିତଙ୍କ ମୁହଁରେ ହସ ଫୁଟାଇବାକୁ ନିଆରା ପ୍ରୟାସ । ବରଗଡ଼ରେ ଦୁଲଦୁଲି ବାଦ୍ୟ ଓ ସମ୍ବଲପୁରୀ ଗୀତରେ ନାଚିଲେ କ୍ୟାନସର ପୀଡିତ ।
ଟ୍ୟୁସନ କରି ପାଠ ପଢିଲେ କଲେଜ ଟପ୍ପର ହେଲେ ଭଦ୍ରକ ଝିଅ ରାଧାରାଣୀ । କୋଚିଂ କିମ୍ବା ପଢା ଖର୍ଚ୍ଚ ପାଇଁ ଟଙ୍କା ନଥିଲା । ତଥାପି ପରିସ୍ଥିତି ଆଗରେ ହାର୍ ନ ମାନି ଚାଳଘର ମାଟି ଚଟାଣରେ ପଢି ସବୁଠୁ ଅଧିକ ନମ୍ବର ରଖିଲେ ।
ଦୁର୍ଘଟଣା ଜନିତ ମୃତ୍ୟୁକ୍ଷେତ୍ରରେ ମୋଟର ଯାନ ଡ୍ରାଇଭର କର୍ମଚାରୀଙ୍କ ନିକଟତମ ଆତ୍ମୀୟଙ୍କୁ ଦିଆଯିବ ୪ଲକ୍ଷ ଟଙ୍କା।