• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

police333
ପୋଲିସ କର୍ମଚାରୀଙ୍କ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲ୍ଲା ପଛକୁ ରହିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧା ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧୧୫ ରହିଛି। ସେଥିମଧ୍ୟରୁ ୩୨୧୭ କେବଳ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନାକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ର ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବା ବେଳେ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ । ଏନେଇ ଭୁବନେଶ୍ୱର ପୋଲିସ ଭବନରେ ସମସ୍ତ ପୋଲିସ କର୍ମଚାରୀଙ୍କ ସେରୋଲୋଜିକାଲ […]

  • Monday, 05 July 2021
vigillance
ସହକାରୀ ବନ ସଂରକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀର ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଆଜି ସକାଳେ ଏହି ଚଢ଼ଉ କରାଯାଇଛି। ପ୍ରଶାନ୍ତଙ୍କ ପୁରୀ ଅଫିସ, ଭଡ଼ାଘର, ଢେଙ୍କାନାଳରେ ଥିବା ଶ୍ୱଶୁର ଘର, ବାଲିଅନ୍ତା ସିସିଲୋରେ ଥିବା ନିଜ ପୈତୃକ ଘର, ଭୁବନେଶ୍ୱର ମହାଭୋଇ ନଗରରେ ଥିବା ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ଏହି ଚଢାଉରେ ଭିଜିଲାନ୍ସର ୫ଟି ଟିମ ସାମିଲ ହୋଇଛି ।

  • Monday, 05 July 2021
simi
ସବୁଠୁ କମ୍‌ ବୟସର ଓଡ଼ିଆ ଝିଅ ପାଇଲେ IAS

ଭୁବନେଶ୍ୱର: ଗତକାଲି ପ୍ରକାଶିତ ଭାରତୀୟ ସିଭିଲ୍ ସର୍ଭିସ ପରୀକ୍ଷାରେ ଚମକିଛନ୍ତି ଆଉ ଜଣେ ଓଡିଆ। ଭିଲାଇରେ ରହୁଥିବା ଏହି କୃତୀ ପରୀକ୍ଷାର୍ଥୀ ହେଉଛନ୍ତି ସିମି କରଣ। ୩୧ ରାଙ୍କ ହାସଲ କରିଥିବା ସିମି ମାତ୍ର ୨୨ ବର୍ଷ ବୟସରେ ପ୍ରଥମ ଉଦ୍ୟମରେ ହିଁ ସିଭିଲ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି। ସିମି ହେଉଛନ୍ତି ଆଇଆଇଟି ମୁମ୍ବାଇର ଛାତ୍ରୀ। ୨୦୧୯ରେ ସେ ସେଠାରୁ ଇଲେକଟ୍ରିକାଲ ଇଞ୍ଜିନିୟରିଂ ବିଭାଗରେ ଉତ୍ତୀର୍ଣ୍ଣ ହୋଇଥିଲେ। ତାଙ୍କ ଘର ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅନ୍ତର୍ଗତ ସନ୍ତୋଷପୁର […]

  • Monday, 05 July 2021
heavy rainfall
୯ରୁ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ପ୍ରବଳରୁ ଅତି ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆରସି। ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେବେ […]

  • Monday, 05 July 2021
home
ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା !

ସୁନ୍ଦରଗଡ଼: ସାମାନ୍ୟ ବଚସାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ। ଏଭଳି ଏକ ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ଥାନା ଅଁଳାବାହାଲ ଗାଁରେ। ଗତ ୧ ତାରିଖ ଶନିବାର ରାତିରେ ଏହି ଘଟଣା ଘଟିଛି। ସେହି ଗାଁର ଯୁବକ ସାକ୍ଷୀଗୋପାଳ ପୋଢ଼ ରାତିରେ ଖାଈ ସାରି ଗାଁର କ୍ଲବ ଘର ବାରଣ୍ଡାରେ ଶୋଇଥିଲେ। କ୍ଲବ ଘର ସମ୍ମୁଖରେ ରହୁଥିବା କାନ୍ତ ବେଶନଙ୍କ ସହିତ ସାକ୍ଷୀଗୋପାଳଙ୍କର କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ରାଗି […]

  • Monday, 05 July 2021
train
କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌

କୋଣାର୍କ: ସଂଯୋଗକାରୀ ଟ୍ରେନ ନ ଆସିବା ଯୋଗୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡିବାକୁ ଥିବା ୦୧୦୨୦ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌କୁ‌ ବାତିଲ୍‌ କରାଯାଇଛି। ସେହିପରି ମୁମ୍ବାଇର ରେଲ୍‌ୱେ ଟ୍ରାକ୍‌ରେ ପାଣି ଜମିରହିଥିବା ଯୋଗୁ ଗତକାଲି ମୁମ୍ବାଇରୁ ଛାଡିବାକୁ ଥିବା ୦୧୦୧୯ ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ସ୍ୱତନ୍ତ୍ର ଟ୍ରେନ୍‌କୁ ବାତିଲ୍‌ କରାଯାଇଛିI ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଅନେକ ଅଞ୍ଚଳରେ ଅଣ୍ଟେ ଉଚ୍ଚର ପାଣି ଜମି ରହିଛି। ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥାରେ ଲୋକେ ଫସି ରହିଥିବା ଦେଖିବାକୁ ମିଳିଛି।

  • Monday, 05 July 2021
ମନ୍ଦିର ହୁଣ୍ଡି ତଳେ ବିରାଟ ଅହିରାଜ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍‌ ଅନ୍ତର୍ଗତ ଚୈତନପୁର ଶାସନ ନନ୍ଦିକେଶ୍ୱର ମନ୍ଦିର ପରିସରରୁ ଏକ ୯ ଫୁଟର ଅହିରାଜ ସାପକୁ ଉଦ୍ଧାର କରାଯାଇଛି। ମନ୍ଦିର ପୂଜକ ସନ୍ଧ୍ୟା ଆଳତି ସାରି ଫେରୁଥିବା ସମୟରେ ହଠାତ୍‌ ମନ୍ଦିର ହୁଣ୍ଡି ତଳେ ଏହି ବିରାଟ ସାପଟିକୁ ଦେଖିଥିଲେ। ଏସମ୍ପର୍କରେ ଗ୍ରାମବାସୀଙ୍କୁ ଜଣାଇଥିଲେ। ଖବରପାଇ ସ୍ନେକ୍‌ ହେଲ୍‌ପ୍‌ ଲାଇନ୍ ସଦସ୍ୟ‌‌ ଓ ସ୍ଥାନୀୟ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅହିରାଜକୁ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ସାପଟିକୁ ସଂରକ୍ଷିତ […]

  • Monday, 05 July 2021
ଓଡ଼ିଶାରେ ଠାବ ହେଲା ଅଲୌକିକ ଗୁମ୍ଫା, ରାତି ହେଲେ ଶୁଣିବାକୁ ମିଳୁଛି...

ନୟାଗଡ଼: ଘଞ୍ଚ ଜଙ୍ଗଲ ଭିତରେ ଠାବ ହୋଇଛି ଏକ ଅଲୌକିକ ଗୁମ୍ଫା। ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍‌ ଅନ୍ତର୍ଗତ ବଧିପାଟଣା ଗାଁ ନିକଟ ଜଙ୍ଗଲ ଭିତରେ ରହିଛି ଏହି ଗୁମ୍ଫା। ଏହି ପ୍ରାଚୀନ ଗୁମ୍ଫା ଭିତରେ ୪ ବଖରା ଘର ସହ ଏକ କୂପ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏନେଇ ଖବର ପ୍ରଚାରିତ ହେବା ପରେ ଏହି ଗୁମ୍ଫା ନିକଟରେ ଲୋକଙ୍କ ଭିଡ଼ ଜମି ଥିଲା।   ସବୁଠୁ ଆଶ୍ଚର୍ଯ୍ୟକର କଥା, ରାତି ହେଲେ ଏହି […]

  • Monday, 05 July 2021
shaba
କରୋନା ଭୟରେ ମିଳିଲାନି କାନ୍ଧ; ଟ୍ରଲିରେ ଶବକୁ ବୋହିଲେ ପରିବାର ଲୋକେ

କୋଣାର୍କ: କରୋନା ଭାଇରସ ଭୟ ମଣିଷକୁ ଯେତିକି ସନ୍ତ୍ରସ୍ତ କରି ଦେଇଛି ତାଠାରୁ ବେଶି ବିପର୍ଯ୍ୟସ୍ତ କରିଦେଇଛି କରୋନା ସନ୍ଦେହ । କରୋନାର ସନ୍ଦେହ ମଣିଷ ଜୀବନକୁ ଭାରାକ୍ରାନ୍ତ କରିଦେଲାଣି। ଏଥିପାଇଁ ଦୂରେଇ ଯାଉଛନ୍ତି ଆପଣାର ଲୋକ। ନିଜର ଲୋକ ସବୁ ହୋଇ ଯାଉଛନ୍ତି ସାତ ପର। କେଉଁଠି ମୃତ୍ୟ ଯନ୍ତ୍ରଣାରେ ଛଟପଟ ହେଉଥିବା ବୃଦ୍ଧ ମଣିଷକୁ ମିଳୁନି ଟିକିଏ ଆଶ୍ୱସନାର ହାତ ତ କେଉଁଠି ମୃତ ଯୁବକଙ୍କ ଶବକୁ ମିଳୁନି କାନ୍ଧ। ଏମିତି ଏକ ଅଭାବନୀୟ […]

  • Monday, 05 July 2021
ratha
ଶ୍ରୀଜିଉଙ୍କ ରଥରେ ‘ନରବିରାଳ’ ଚିତ୍ରକୁ ନେଇ ବିବାଦ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି। ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ରଥକାମ। ହେଲେ ଏବେ  ଶ୍ରୀଜିଉଙ୍କ ରଥରେ ନରବିରାଳ ଚିତ୍ରକୁ ନେଇ ଦେଖାଦେଇଛି ବିବାଦ। ରଥରେ ଏହି ଚିତ୍ରକୁ ନେଇ ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ…

aditya das 11
ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଧରାପଡ଼ିବ କିଏ କହୁଛି ମିଛ !

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ହୋଇପାରେ ପଲିଗ୍ରାଫ୍ ଟେଷ୍ଟ। ଏହି ଘଟଣାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ୍‌ ଟିମ୍‌ର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଆଦିତ୍ୟଙ୍କ ପତ୍ନୀ ଓ ସହକର୍ମୀ ପପୁ, ବିକାଶ ଓ ପ୍ରୀତମଙ୍କୁ କ୍ରାଇମ୍‌ବ୍ରାଞ୍ଚ ମୁଖ୍ୟାଳୟକୁ ଡକାଯାଇ ପୁଣି ଜେରା ହୋଇପାରେ। ଜୁଲାଇ ୭ ରେ ରେଲ୍‌ୱେ ଟ୍ରାକ୍‌ରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ହେଲେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି […]

  • Monday, 05 July 2021
drown
ନଦୀରେ ବୁଡ଼ିଗଲେ ୩ ଶିଶୁ

ଉମରକୋଟ: ତେଲ ନଦୀରେ ବୁଡ଼ି ୩ ଶିଶୁଙ୍କ ସଳିଳ ସମାଧି। ନବରଙ୍ଗପୁର ଉମରକୋଟ ତୋହରା କୋଟଲ ଡିହି ଗାଁରୁ ଆସିଛି ଏହି ମର୍ମନ୍ତୁଦ ଖବର। ଗାଧୋଇବାକୁ ଯାଇ ନଦୀରେ ୩ ଶିଶୁ ବୁଡ଼ିଯାଇଛନ୍ତି। ଏମାନଙ୍କ ମଧ୍ୟରୁ ୨ ଝିଅ ଏବଂ ଜଣେ ପୁଅ ରହିଛନ୍ତି। ମୃତ ୩ ଶିଶୁଙ୍କ ବୟସ ୪ରୁ ୬ ବର୍ଷ ମଧ୍ୟରେ ହେବ। ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ଉକ୍ତ ଗ୍ରାମର ଅମି ସାନ୍ତାଙ୍କ ୬ […]

  • Monday, 05 July 2021
police
'ମୋତେ ଛାଡିଦିଅ, ଆଉ ଚୋରି କରିବିନି'

ଭୁବନେଶ୍ୱର: ରାଜଧାନୀରେ ଲୁଟେରା ଆତଙ୍କ। ଧରାପଡିଲା ଲେଡି ଲୁଟେରା। ଆଇଆରସି ଭିଲେଜରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ମୋବାଇଲ ଚୋରି କରୁଥିବା ବେଳେ ଲେଡି ଲୁଟେରାଙ୍କୁ ଧରିଛନ୍ତି ସ୍ଥାନୀୟ ବାସିନ୍ଦା। ପରେ ତାକୁ ପୋଲିସରେ ଜିମା ଦେଇଛନ୍ତି। ଚୋରି କରୁଥିବା ବେଳେ ଧରାପଡିବା ପରେ ଲୋକଙ୍କୁ ଛାଡ଼ିଦେବା ଲାଗି ଲୁଟେରା ଗୁହାରୀ କରୁଥିଲା। ସେହି ଭିଜୁଆଲ ଏବେ ଭାଇରାଲ ହେଉଛି। ଗତ ଅଗଷ୍ଟ ୨ରେ ୟୁନିଟ-୩ ଅଞ୍ଚଳରେ ଜଣେ ସାମ୍ବାଦିକଙ୍କ ଘରୁ ଲୁଟ ହୋଇଥିଲା। ସାମ୍ବାଦିକଙ୍କ ମେନ୍ […]

  • Monday, 05 July 2021
binika
ପୋଲ ଉପରେ ଆଣ୍ଠୁଏ ପାଣି, ଯାତାୟତ ଠପ୍

ବିନିକା: ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ମହଦା-ବାବୁପାଲି ରାସ୍ତା ମଝିରେ ଥିବା ପୋଲ ଉପରେ ବୋହୁଛି ଆଣ୍ଠୁଏ ଉଚ୍ଚର ପାଣି। ଫଳରେ ସେଠାରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଗତ ଦୁଇଦିନ ହେଲା ତୁହାକୁ ତୁହା ବର୍ଷା ଲାଗି ରହିଛି I ଯେଉଁଥିପାଇଁ ଏହି ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେଉଥିବାରୁ ଯାତାୟାତ ଠପ ହୋଇଯାଇଛି। ଏହି ରାସ୍ତାଦେଇ ଦୈନିକ ଶହଶହ ଲୋକ ଯିବାଆସିବା କରିଥାନ୍ତି। ପ୍ରତ୍ୟେକ ବର୍ଷ ଏହି ପୋଲ ଉପରେ ବର୍ଷାପାଣି ପ୍ରବାହିତ […]

  • Monday, 05 July 2021
pregent leady
ଯୌତୁକ ପାଇଁ ଗର୍ଭବତୀ ସ୍ତ୍ରୀକୁ ମାରିଦେଲା ସ୍ୱାମୀ

ନବରଙ୍ଗପୁର: ଯୌତୁକ ପାଇଁ ଗର୍ଭବତୀ ସ୍ତ୍ରୀକୁ ହତ୍ୟା। ଜଣେ ୮ମାସର ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରି ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ମୃତ ମହିଳାଙ୍କ ପରିବାର ପକ୍ଷରୁ ଥାନାରେ ଅଭଯୋଗ ହୋଇଛି। ଏଭଳି ଜଘନ୍ୟ ଘଟଣାଟି ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ଥାନା ଭୀମା ସାହିରେ ଘଟିଛି । ମୃତ ମହିଳାଙ୍କ ନାଁ ତନୁଶ୍ରୀ ନାୟକ। ଖବର ଅନୁଯାୟୀ, ଗତବର୍ଷ ଅକ୍ଟୋବର ମାସ ୫ ତାରିଖରେ ପାପଡ଼ାହାଣ୍ଡି ଥାନା ଅନ୍ତର୍ଗତ ଖୋଲିକୁଡ଼ା ଗାଁର ଅଲବର୍ଟ […]

  • Monday, 05 July 2021
kulane
‘ଅଗଷ୍ଟ ମାସ ଆମ ପାଇଁ ଚ୍ୟାଲେଞ୍ଜ’

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭଙ୍କ ସଂଖ୍ୟା କମୁଛି। ତଥାପି ଅଗଷ୍ଟ ମାସ ଚ୍ୟାଲେଞ୍ଜିଂ ରହିପାରେ ବୋଲି ଗଞ୍ଜାମ ଜିଲ୍ଲାପାଳ ଅମୃତା କୁଲାଙ୍ଗେ କହିଛନ୍ତି। ସେ କହିଛନ୍ତି,‘ ଗଞ୍ଜାମରେ ଟେଷ୍ଟିଂ ବଢ଼ୁଥିବା ବେଳେ ପଜିଟିଭ ସଂଖ୍ୟା କମୁଛି। ହେଲେ ଅଧିକ ସତର୍କ ରହିବା ଆବଶ୍ୟକ। ତା’ସହିତ କୋଭିଡ କଟକଣାକୁ ମାନିବା ଉଚିତ୍। ଯେଉଁମାନେ କଟକଣାକୁ ନମାନିବେ, ସେମାନଙ୍କ ନାଁରେ ଏତଲା ଦିଆଯିବ। ଅଗଷ୍ଟ ମାସରେ ପ୍ରତିଦିନ ଅପରାହ୍ନ ୪ଟାରୁ ପରଦିନ ସକାଳ ୫ଟା ଯାଏ ସଟ୍‌ଡାଉନ ରହିବ। […]

  • Monday, 05 July 2021
berut exploson ex[reinece
ଲେବାନନ୍‌ ବିସ୍ଫୋରଣର ଭୟଙ୍କର ଦୃଶ୍ୟ ବଖାଣିଲେ ପ୍ରବାସୀ ଓଡ଼ିଆ

ବେରୁଟ: ଲେବାନନ୍ ରାଜଧାନୀ ବେରୁଟ ସହରରେ କେମିତି ହୋଇଥିଲା ଭୟଙ୍କର ବିସ୍ଫୋରଣ ? କ’ଣ ଥିଲା ସେହି ସମୟର ଦୃଶ୍ୟ ? ତାହାର ଲୋମଟାଙ୍କୁରା ଅନୁଭୂତି ବଖାଣିଛନ୍ତି ଜଣେ ପ୍ରବାସୀ ଓଡ଼ିଆ। ତାଙ୍କ ନାଁ ପ୍ରଫେସର ଦିଗାମ୍ବର ପାତ୍ର। କଳାହାଣ୍ଡି ଜିଲ୍ଳା ଧର୍ମଗଡ଼ ସହରର ଦିଗାମ୍ବର ରୁହନ୍ତି ବେରୁଟରେ। ସେ ରହୁଥିବା ଆପାର୍ଟମେଣ୍ଟରୁ ମାତ୍ର ୫ କିଲୋମିଟର ଦୂରରେ ଏହି ବିସ୍ଫୋରଣ ଘଟିଥିବା ସେ କହିଛନ୍ତି। ପରଦିନ ସଂଧ୍ୟା ୬ଟାରେ ହଠାତ୍ ବିସ୍ଫୋରଣ ହୋଇଥିଲା। କାଳେ ଭୂମିକମ୍ପ […]

  • Monday, 05 July 2021
covid
ଗୁଜରାଟ କୋଭିଡ ହସ୍ପିଟାଲ ଅଗ୍ନିକାଣ୍ଡ ପରେ ଚେତିଲା ଓଡ଼ିଶା

ଭୁବନେଶ୍ୱର: ଗୁଜରାଟରେ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ଓଡ଼ିଶାର ସମସ୍ତ କୋଭିଡ୍ ହସ୍ପିଟାଲରେ ଅଗ୍ନିନିରାପତ୍ତା ସୁରକ୍ଷାର ଯାଞ୍ଚ କରାଯିବ ବୋଲି ଆଜି ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ରାଜ୍ୟରେ କୋଭିଡ ହସ୍ପିଟାଲ ଥିବା ଅଞ୍ଚଳରେ ଅଗ୍ନିଶମ ଅଧିକାରୀଙ୍କୁ ୨୪ ଘଣ୍ଟା ଭିତରେ ଫାୟାର ଅଡିଟ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି। ସେମାନେ ଯାଞ୍ଚ କରି କିଛି ଅସୁବିଧା ଥିଲେ ଅବଗତ କରାଇବା ସହ ସ୍ଥାନୀୟ ଅଗ୍ନିଶମ ଅଫିସ […]

  • Monday, 05 July 2021
rain
୯ରେ ଆଉ ଏକ ଲଘୁଚାପ; ବର୍ଷାରେ ବେହାଲ୍ ଓଡ଼ିଶାର ଏହି ଅଞ୍ଚଳ

ଭୁବନେଶ୍ୱର: ଓଡ଼ିଶାରେ ସକ୍ରିୟ ଅଛି ଲଘୁଚାପ। ପ୍ରଭାବରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଜୀବନଯାତ୍ରା ବ୍ୟାହତ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାତର ବର୍ଷା ଜାରି ରହିଥିବା ବେଳେ କେଉଁଠି ଜଳ ନିଷ୍କାସନ ହୋଇପାରୁ ନାହିଁ ତ ଆଉ କେଉଁଠି ଏଥିପାଇଁ ଟ୍ରାଫିକ୍ ସମସ୍ୟା ଦେଖାଦେଉଛି। ମୁହାଁଣ ବନ୍ଦ ଯୋଗୁ ବର୍ଷାଜଳ ନିଷ୍କାସନ ହୋଇନପାରି ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତରେ ସୃଷ୍ଟି ହୋଇଛି କୃତ୍ରିମ ବନ୍ୟା।ଫଳରେ ଏହି ପଞ୍ଚାୟତର ୫ଟି ଗାଁର […]

  • Monday, 05 July 2021
tsunami
ଓଡ଼ିଶାର ୨ ଗାଁକୁ ମିଳିଲା ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ୱର: ଓଡ଼ିଶାର ୨ଟି ଗାଁକୁ ସୁନାମୀ ପ୍ରସ୍ତୁତି ନେଇ ଅନ୍ତର୍ଜାତୀୟ ସମ୍ମାନ। ଓଡ଼ିଶାକୁ ସମ୍ମାନ ନେଇ UNESCO-IOC ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ୨ଟି ଗାଁକୁ ମିଳିଲା ସମ୍ମାନ। ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାଇପୁର ଗାଁକୁ ଏଇ ସମ୍ମାନ ମିଳିଛି। ସେହିପରି ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକର ନୋଳିଆସାହି ଗାଁକୁ ମଧ୍ୟ ସମ୍ମାନ ମିଳିଛି। ବିପର୍ଯ୍ୟୟ ମୁକାବିଲା ଦକ୍ଷତା ନେଇ ପ୍ରଶଂସାପତ୍ର ମିଳିଛି। ୧୯୯୯ ମହାବାତ୍ୟା ପରଠୁ ବିପର୍ଯ୍ୟୟ ମୁକାବିଲାରେ […]

  • Monday, 05 July 2021
accident
ଟ୍ରକ୍ ପଛରେ ପିଟିହେଲା କାର୍‌, ଚାଲିଗଲା ୩ ଜୀବନ

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ଯାଜପୁର ଜିଲ୍ଲା ରଥିଆ ଛକ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ ପଛରେ କାର୍‌ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ମୃତକ ୩ଜଣ ପୁରୁଷ ଓ ସେମାନଙ୍କର ଘର ପଶ୍ଚିମବଙ୍ଗରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏକ କାର୍‌ରେ ୫ଜଣ ଭୁବନେଶ୍ୱରରୁ ପଶ୍ଚିମବଙ୍ଗ […]

  • Monday, 05 July 2021
ଡାକ୍ତରଙ୍କୁ ଠକିଦେଲେ ସୁନ୍ଦରୀ ଯୁବତୀ, ନେଇଗଲେ ଲକ୍ଷାଧିକ ଟଙ୍କା

ଅନୁଗୁଳ: ଜଣେ ଅବସରପ୍ରାପ୍ତ ହୋମିଓପ୍ୟାଥିକ ଡାକ୍ତରଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେବା ଅଭିଯୋଗରେ ତାଳଚେର ପୋଲିସ୍‌ ଜଣେ ଯୁବତୀଙ୍କୁ ଗିରଫ କରିଛି। ଢେଙ୍କାନାଳ ପର୍ଜଙ୍ଗ ଥାନା ଅଞ୍ଚଳର ଅବସରପ୍ରାପ୍ତ ଡାକ୍ତର ବିଜୟ ପ୍ରଧାନଙ୍କ ଅଜାଣତରେ ଗତ ୧୧ ଡିସେମ୍ବରରେ ତାଙ୍କ ତାଳଚେର SBI ଆକାଉଣ୍ଟରୁ ବିଭିନ୍ନ କିସ୍ତିରେ ୪ ଲକ୍ଷ ୫୭ ହଜାର ଟଙ୍କା ଉଠାଣ ହୋଇଥିଲା। ଡାକ୍ତରଙ୍କ ଅଭିଯୋଗ ଅନୁଯାୟୀ, ଗତବର୍ଷ ମେ’ ମାସରେ ସେ ତାଳଚେର ଆଇଟିଆଇ ଛକରେ ଥିବା ଏକ ସୁନା […]

  • Monday, 05 July 2021
ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌

କୋଣାର୍କ: ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍‌। ଗତକାଲି ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତକୁ ଧରିବାକୁ ପୁରୀ ଜିଲ୍ଲା ଗୋପର ରେଢୁଆ ଗାଁକୁ ଗୋପ ଥାନା ଆଇଆଇସିଙ୍କ ସମେତ ୧୦ ଜଣ ପୋଲିସ୍‌ କର୍ମଚାରୀ ଯାଇଥିଲେ। ହେଲେ ପୋଲିସ୍‌ କର୍ମଚାରୀ ଅଭିଯୁକ୍ତକୁ କ’ଣ ଧରିବେ ଓଲଟା ସେମାନଙ୍କୁ ହଟହଟା ହେବାକୁ ପଡ଼ିଥିଲା। ୬ ଘଣ୍ଟା ଧରି ଗାଁଲୋକେ ପୋଲିସ୍‌ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଏହାକୁ ନେଇ କିଛି ସମୟ ପର୍ଯ୍ୟନ୍ତ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆଜି […]

  • Monday, 05 July 2021
pregenet-nurse
କରୋନା ଲଢେଇରେ ଦୁଇ ଯୋଦ୍ଧା; ୭ ମାସ ଗର୍ଭବତୀ ଥାଇ ବି ଯୋଗାଉଛନ୍ତି ସେବା

-ବଲାଙ୍ଗିରର ଦୁଇ ଗର୍ଭବତୀ କରୋନା ଯୋଦ୍ଧା  -୭ ମାସର ଗର୍ଭବତୀ ଥାଇ ବି କରୁଛନ୍ତି ରୋଗୀସେବା  -ଦୁଇ କରୋନା ଯୋଦ୍ଧା ପ୍ରଗତି ଏବଂ ଜ୍ୟୋତ୍ସ୍ନାମୟୀ ବଲାଙ୍ଗିର: କରୋନା ମହାମାରୀ ସହ ଏବେ ସାରା ବିଶ୍ୱ ଲଢୁଛି । ଆଉ ଏଇ ଲଢେଇର…

  • Monday, 05 July 2021