ଟ୍ରେନ୍ ଟ୍ରାକ୍ରେ ଗଡ଼ିବା ପରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ହାତ ଯୋଡ଼ି ମୁଣ୍ଡିଆ ମାରିଥିବା ଦେଖିବାକୁ ମିଳିଥିଲା। ଖାଲି ଏତିକି ନୁହେଁ ଗଣମାଧ୍ୟକୁ ପ୍ରତିକ୍ରିୟା ଦେବାବେଳେ ସେ ଭାବବିହ୍ୱଳ ହୋଇ କାନ୍ଦି ପକାଇଥିଲେ।
୫୧ ଘଣ୍ଟାର ନନ୍ଷ୍ଟପ୍ ପୁନରୁଦ୍ଧାର କାମ ପରେ ବାଲେଶ୍ୱର ବାହାନଗା ରେଳ ଷ୍ଟେସନରୁ ଗଡ଼ିଲା ଟ୍ରେନ୍। ଉଭୟ ଅପ୍ ଓ ଡାଉନ୍ ଲାଇନରେ ପରୀକ୍ଷାମୂଳକ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି।
ଭୟଙ୍କର ସ୍ଥିତି ! ପିଇବା ପାଣି ଲାଗି ଅଧ ରାତିରୁ ହେଉଛି ଟିକେଟ୍ । ୨୦୦ ପରିବାରକୁ ଅଛି ମାତ୍ର ଗୋଟିଏ ଟ୍ୟୁବୱେଲ । ବିଡିଓ କହୁଛନ୍ତି, ସମସ୍ୟାର ସମାଧାନ ହେବ ଖୁବଶୀଘ୍ର।
କୋଲକାତାକୁ ମାଗଣା ବସ୍। ବାଲେଶ୍ୱର ବାହାନଗା ଟ୍ରେନ୍ ଟ୍ରାଜେଡି ପାଇଁ କୋଲକାତାକୁ କୌଣସି ଟ୍ରେନ୍ ଚାଲୁନି। ଏଥିପାଇଁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ଶ୍ରୀମନ୍ଦିର ଭିତରେ ଦର୍ଶନ ବେଳେ ସେ ଅସୁସ୍ଥ ହୋଇପଡ଼ିଥିଲେ।
ସରକାରୀ ଟଙ୍କା ହଡପ୍ ଲାଗି..ନୂଆପଡାରେ ମାଳମାଳ ନକଲି ସାର୍ଟିଫିକେଟ୍ ଛପାଉଛି କିଏ? ପ୍ରଶାସନ ଅବଗତ ଅଛି ତ ?
ଟ୍ରେନ୍ ଟ୍ରାଜେଡିକୁ ନେଇ LIC ରିହାତି ଘୋଷଣା କରିଛି। ପିଏମ୍ ଜୀବନ ଜ୍ୟୋତି ପଲିସିଧାରୀଙ୍କ ପାଇଁ ରିହାତି ଘୋଷଣା ହୋଇଛି।
ବାଲେଶ୍ୱର ବାହାନଗାରେ ଭୟଙ୍କର ରେଳ ଦୁର୍ଘଟଣାର ମୃତଦେହ ସଂପର୍କରେ ଜାଣିବାକୁ ବିଏମ୍ସି ପକ୍ଷରୁ ହେଲପ ଲାଇନ ଜାରି କରଯାଇଛି ।
ଆଇସକ୍ରିମ୍ ଖାଇ ୩ ଗାଁର ୫୦ରୁ ଅଧିକ ଅସୁସ୍ଥ। କାଲି ରାତି ପ୍ରାୟ ୨ଟା ପରେ ପ୍ରାୟ ଆଇସକ୍ରିମ୍ ଖାଇଥିବା ସମସ୍ତଙ୍କୁ ଝାଡ଼ା ଓ ପ୍ରବଳ ବାନ୍ତି ହୋଇଥିଲା।
ଦୁର୍ନୀତି ଏମିତି ବି ହୁଏ ! ମଣିଷ ବଦଳରେ ମେସିନ୍ କରୁଛି ମନରେଗା କାମ...କାମ ନପାଇ ହତାଶ ହେଲେଣି ଲୋକେ । ଏବେ ଦାଦନ ଯିବାକୁ ହେଉଛନ୍ତି ବାଧ୍ୟ
ଏମିତି ହୃଦୟ ବିଦାରକ ଘଟଣା ମଧ୍ୟରେ କିଏ କେଉଁଠି ହଜି ଯାଇଛି, କୌଣସି ପତ୍ତା ମିଳିପାରୁ ନାହିଁ। କାହାର ଭାଇ ହଜି ଯାଇଛି ତ ଆଉ କେଉଁଠି ବାପାମା’ଙ୍କ ପାଖରୁ ପିଲା ଅଲଗା ହୋଇଯାଇଛି।
କୁହାଯାଉଛିଯେ, “ଆଣ୍ଟି କୋଲିଜିଅନ୍ ସିଷ୍ଟମ ଥିଲେ ଦୁର୍ଘଟଣା ଘଟି ନଥାନ୍ତା”। ତେବେ ଏହି ଆଣ୍ଟି କୋଲିଜିଅନ୍ ସିଷ୍ଟମ ବା ରେଳ ସୁରକ୍ଷା ‘କବଚ’ କ’ଣ? ଏହା କିପରି କାମ କରେ ଜାଣିବା ପାଇଁ ପଢନ୍ତୁ।
ଦୀର୍ଘ ୧୪ ବର୍ଷ ପରେ ମା’ର ଶେଷକୃତ୍ୟରେ ଯୋଗଦେବା ପାଇଁ ଘରକୁ ପୁଅ ଆସିଥିଲା। ହେଲେ ସେ ଜାଣିନଥିଲେ ଏହି ଶେଷକୃତ୍ୟ ପରବର୍ତ୍ତୀ ସମୟରେ ତାଙ୍କ ଶେଷକୃତ୍ୟ ପାଲଟିଯିବ।
ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣାକୁ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମର୍ମାହତ ହୋଇଛନ୍ତି। ଏଭଳି ଦୁଃଖଦ ସମୟରେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ସେ ତାଙ୍କର ହେଲିକପ୍ଟର ଅଫର କରିଛନ୍ତି।
ଏଣିକି ପୋଖରୀରେ କି ନଈରେ ବୁଡିବେନି ପିଲା । ଦିଆଯାଉଛି ପହଁରା ତାଲିମ୍....ଯେତେ ପାଣି ଥିଲେ ବି ପହଁରିପାରିବେ ପିଲା
ଯିଏ ଯାଉଛି, ସିଏ ଶୁଣୁଛି । ପୋଷ୍ଟ ମାଷ୍ଟରଙ୍କ ଗାଳିଗୁଲଜରେ ଅତିଷ୍ଠ ହେଲେଣି ଗ୍ରାହକ । ଯାହାକୁ ଦେଖୁଛନ୍ତି ଗାଳି ଦେବା ସହିତ କହୁଛନ୍ତି ପାସୱାର୍ଡ ମତେ ଜଣାନାହିଁ, କାମ କେମିତି କରିବି ?
ଯିଏ ଯାଉଛି, ସିଏ ଶୁଣୁଛି । ପୋଷ୍ଟ ମାଷ୍ଟରଙ୍କ ଗାଳିଗୁଲଜରେ ଅତିଷ୍ଠ ହେଲେଣି ଗ୍ରାହକ । ଯାହାକୁ ଦେଖୁଛନ୍ତି ଗାଳି ଦେବା ସହିତ କହୁଛନ୍ତି ପାସୱାର୍ଡ ମତେ ଜଣାନାହିଁ, କାମ କେମିତି କରିବି?
ସାଇକେଲ୍ରେ ପ୍ଲା କାର୍ଡ...ବହୁରୂପୀର ବେଶ । ଗାଁ କୁ ଗାଁ ବୁଲିବୁଲି ଲୋକଙ୍କୁ ତମାଖୁ ନଖାଇବାକୁ ଦେଉଛନ୍ତି ପରାମର୍ଶ
୪୨୦ ସ୍ୱାମୀ-ସ୍ତ୍ରୀ…ଗାଁ ସ୍ତ୍ରୀଲୋକଙ୍କୁ ଛେନାପୋଡ ସହ ଥଣ୍ଡା ଦେଲେ । ୧୫ ଲକ୍ଷ ନେଇ ଫେରାର ହୋଇଗଲେ । ଏବେ ଟଙ୍କା ଆଦାୟ ଲାଗି ଫାଇନାନ୍ସ କର୍ମଚାରୀ ଘରେ ପହଞ୍ଚିବା ପରେ ଆତ୍ମହତ୍ୟା କରିବାକୁ କହୁଛନ୍ତି ମହିଳା
ବିଚ୍ ରାସ୍ତାରେ ହାଇଡ୍ରାମା । ସ୍ୱାମୀ ମଦ ପିଇବାକୁ ବାଧ୍ୟ କରିବା ସହିତ ପର ପୁରୁଷଠୁ ଟଙ୍କା ଆଣିବାକୁ ବାଧ୍ୟ କରୁଥିଲେ ...ବାସ୍ ୩୦ ବର୍ଷ ଅତିଷ୍ଠ ହେବା ପରେ ଏବେ ଏମିତି ପ୍ରତିବାଦ କରୁଛନ୍ତି ସ୍ତ୍ରୀ।
ବାଟ ଛାଡ...ବାଟ ଛାଡ...ଯାଉଛି ଜଗା ପାଇଁ ବଉଳ କାଠ । ଦିନକ ପରେ ରତ୍ନ ସିଂହାସନରୁ ଓହ୍ଲାଇ ଆସିବେ ଶ୍ରୀଜିଉ । ଦଇତାଙ୍କ କାନ୍ଧରେ ଝୁଲିବେ...ଶ୍ରୀଅଙ୍ଗର ସୁରକ୍ଷା ଲାଗି ବଉଳକାଠ ହିଁ ଦରକାର
ଜେଜେ ମାଆଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରିଥିଲା ପୁଅ । ସବୁ ଦେଖିଥିଲା ପୁଅ...ପୋଲିସକୁ ଫୋନ୍ କଲା, ସବୁ ସତ ଓଗାଳି ଦେଲା । ଏବେ କୋର୍ଟରେ ଜଜ୍ଙ୍କ ସାମ୍ନାରେ ସାକ୍ଷୀ ଦେବା ପରେ ୧୦ ବର୍ଷ ହେଲା ଦଣ୍ଡାଦେଶ
ରାସ୍ତା କଡରେ ନୁହେଁ ବରଂ ଅଡି କାର୍ରେ...ବୁଲିବୁଲି ବିକୁଛନ୍ତି ଚା’...ଟେଷ୍ଟ ଏତେ ଯେ ପିଇବା ପରେ ଜାଣିବେ
ସାଇକେଲ୍ରେ ପ୍ଲା କାର୍ଡ...ବହୁରୂପୀର ବେଶ । ଗାଁ କୁ ଗାଁ ବୁଲିବୁଲି ଲୋକଙ୍କୁ ତମାଖୁ ନଖାଇବାକୁ ଦେଉଛନ୍ତି ପରାମର୍ଶ
ବେକରେ ମନ୍ଦାର ମାଳ ପକାଇ କାଳସି ରୂପରେ ଉଭା ହୁଅନ୍ତି ପ୍ରତାପ । ସେପଟେ ବିଭିନ୍ନ ମନୋସ୍କାମନା ନେଇ ବହୁ ଦୂର ଦୂରାନ୍ତରୁ ଛୁଟି ଆସନ୍ତି ବହୁ ଲୋକ। ସେମାନଙ୍କ ବିଶ୍ୱାସ ଯେ, ପ୍ରତାପଙ୍କ ଦେହରେ ମାଆ ମଙ୍ଗଳା ସବାର ହେଉଥିବାରୁ ସେ ସବୁ ସମସ୍ୟାର ସମାଧାନ କରିପାରନ୍ତି ।