• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Honesty personified
୨ ଥରର ସରପଂଚ...ନିଜ ପାଇଁ କରିଛନ୍ତି ଖଣ୍ଡେ ସାଇକେଲ୍‌

ନିଆରା ସରପଂଚ । ଦୁଇଦୁଇ ଥର ନିର୍ବାଚିତ ହୋଇଛନ୍ତି । ହେଲେ ନିଜ ଲାଗି କିଛି କରିନାହାନ୍ତି...ଏବେ ସମ୍ପତ୍ତି କହିଲେ ଝାଟିମାଟି ଚାଳଘର । ଖଣ୍ଡେ ସାଇକେଲ୍‌ ସହ ଦୁଇହଳ ପୋଷାକ

Jagannath
ଶ୍ରୀମନ୍ଦିରରେ ଶ୍ରୀଜିଉମାନେ ପିନ୍ଧିବେ ସାତ୍ତ୍ବିକ ଖଣ୍ଡୁଆ ପାଟ

ଶ୍ରୀମନ୍ଦିରରେ ଶ୍ରୀଜିଉମାନେ ପିନ୍ଧିବେ ସାତ୍ତ୍ବିକ ଖଣ୍ଡୁଆ ପାଟ। ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତି ଉଭୟ ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ବି ଆନନ୍ଦିତ କରିଛି। ତେବେ କଣ ସେ ସାତ୍ତ୍ବିକ ପାଟ ? କାହିଁକି ଏଭଳି ନାମକରଣ ? ତାକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ଏ ସଂପର୍କରେ ବିସ୍ତୃତ ଭାବେ ବୁଝାଇଛନ୍ତି ବୁଣାକାର ଓ ରେଶମ ଶିଳ୍ପ ବିଭାଗ ଅଧିକାରୀ...

cuttack box drain
ଉନ୍ନୟନ ନାଁରେ ବେପରୱା ନିର୍ମାଣ କାମ ! ମେୟର ଓ କମିଶନରଙ୍କୁ ଘେରି ଜବାବ ମାଗିଲେ ଲୋକେ

ଉଦବେଗ ବଢ଼ାଇଛି କଟକ ସହରରେ ଉନ୍ନୟନ ନାଁରେ ବେପରୱା ନିର୍ମାଣ କାମ। ଦୁଇ ଦିନରେ ଦୁଇ ଦୁଇଟି ଜୀବନ ଯିବା ପରେ ଚରମରେ ଲୋକଙ୍କ ଅସନ୍ତୋଷ । ପ୍ରଶାସନ ବିରୋଧରେ ଲୋକଙ୍କ ଆକ୍ରୋଶର । ବକ୍ସ ଡ୍ରେନ୍ ଟ୍ରାଜେଡିରେ ମୃତ ପ୍ଲସ-ଟୁ ଛାତ୍ରୀ ଏନ୍. ମୋହିନିଙ୍କ ପରିବାରକୁ ଭେଟିବାକୁ ଯାଇଥିବା ବେଳେ ଆଜି ମେୟର ଓ ସିଏମସି କମିଶନରଙ୍କୁ ଘେରିଥିଲେ ।

cuttack box drain
ଉନ୍ନୟନ ନାଁରେ ବେପରୱା ନିର୍ମାଣ କାମ ! ମେୟର ଓ କମିଶନରଙ୍କୁ ଘେରି ଜବାବ ମାଗିଲେ ଲୋକେ

ଉଦବେଗ ବଢ଼ାଇଛି କଟକ ସହରରେ ଉନ୍ନୟନ ନାଁରେ ବେପରୱା ନିର୍ମାଣ କାମ। ଦୁଇ ଦିନରେ ଦୁଇ ଦୁଇଟି ଜୀବନ ଯିବା ପରେ ଚରମରେ ଲୋକଙ୍କ ଅସନ୍ତୋଷ । ପ୍ରଶାସନ ବିରୋଧରେ ଲୋକଙ୍କ ଆକ୍ରୋଶର । ବକ୍ସ ଡ୍ରେନ୍ ଟ୍ରାଜେଡିରେ ମୃତ ପ୍ଲସ-ଟୁ ଛାତ୍ରୀ ଏନ୍. ମୋହିନିଙ୍କ ପରିବାରକୁ ଭେଟିବାକୁ ଯାଇଥିବା ବେଳେ ଆଜି ମେୟର ଓ ସିଏମସି କମିଶନରଙ୍କୁ ଘେରିଥିଲେ ।

 Khandua Pata
ବିନା ଜୀବ ହତ୍ୟାରେ ବୁଣା ହେବ ଶ୍ରୀଜିଉଙ୍କ ଅତିପ୍ରିୟ ଗୀତଗୋବିନ୍ଦ ଖଣ୍ଡୁଆ ପାଟ

ଏଭଳି ସାତ୍ତ୍ୱିକ ଗୀତଗୋବିନ୍ଦ ଖଣ୍ଡୁଆକୁ ଦେଖି ବେଶ୍ ଖୁସି ହୋଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ସେବାୟତ। ବିନା ଦ୍ୱିଧାରେ ବି ଠାକୁରଙ୍କୁ ଲାଗି ପାଇଁ ସହମତି ଦେଇଛନ୍ତି।

Indian railways
ଜାଣିଛନ୍ତି କି... ଗୋଟିଏ ଲିଟର ଡିଜେଲ୍‌ରେ କେତେ କିଲୋମିଟର ଯାଏ ଟ୍ରେନ୍‌ ?

ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍‌ ଟ୍ରେନ୍‌ ମଧ୍ୟ ଚଳାଚଳ କଲାଣି । ଯାହାଦ୍ୱାରା ଯାତ୍ରୀମାନେ ଖୁବ୍‌ କମ୍‌ ସମୟ ମଧ୍ୟରେ ଯାତ୍ରା କରିପାରୁଛନ୍ତି ।

jojanara Na Hariloot
NREGS ଯୋଜନାରେ ଦୁର୍ନୀତି, ମାଟି ପୋତା କାମରେ ମନଇଚ୍ଛା ବିଲ୍

ଜଗତସିଂହପୁର ଜିଲ୍ଲାର ସବୁ ପଞ୍ଚାୟତରେ ଖୋଳତାଡ଼ କରାଯାଏ, ତେବେ କୋଟି କୋଟି ଟଙ୍କା ଫଲ୍ସ ବିଲ୍ ହୋଇଥିବା ସାମ୍ନାକୁ ଆସିବ।

scarcity of water
୧୨ ବର୍ଷ ହେଲା ଶୁଖିଲା ପଡ଼ିଛି

ଶୁଖିଲା ପଡ଼ିଛି ଚନ୍ଦନ ପୋଖରୀ, ୧୨ ବର୍ଷ ହେଲା ବନ୍ଦ କୋରାପୁଟ ନନ୍ଦପୁର ଜଗନ୍ନାଥ ମନ୍ଦିରର ଚନ୍ଦନ ଯାତ୍ରା

Odisha govt hikes ex-gratia amount for state govt employees in case of death to Rs 10 lakh
ବଢ଼ିଲା ଓଡ଼ିଶା ସରକାରୀ କର୍ମଚାରୀଙ୍କ ଅନୁକମ୍ପା ସହାୟତା ରାଶି

ଓଡ଼ିଶା ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପା ସହାୟତା ରାଶି ବୃଦ୍ଧି ହୋଇଛି। ଡ୍ୟୁଟି ସମୟରେ ମୃତ୍ୟୁ ଘଟିଲେ ୧୦ ଲକ୍ଷ ଟଙ୍କାର ସହାୟତା ମିଳିବ।

medical course through YouTube
ୟୁଟୁବ୍ ଦେଖି ପଢୁଛନ୍ତି ଡାକ୍ତରୀ ପାଠ

ମେଧାବୀ ଛାତ୍ରଙ୍କ ପାଠପଢାରେ ଅର୍ଥ ସାଜିଛି ବାଧକ, ୟୁଟୁବ୍ ଦେଖି ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାକୁ ପଢୁଛନ୍ତି ପାଠ

marries orphan girl
କନ୍ୟାଶ୍ରମର ଝିଅକୁ ବାହାହେଲେ ପାଠୁଆ ପୁଅ

ହୃଦୟ ଜିତିଲେ ଯୁବ ସମାଜସେବୀ, କନ୍ୟାଶ୍ରମର ଝିଅକୁ ବାଛିଲେ ଜୀବନ ସାଥୀ

gambling
ଗାଁ ଭାଙ୍ଗିଦେଲା ଜୁଆଖେଳ

ଜୁଆଖେଳକୁ ବିରୋଧ କରିବାକୁ ବାସନ୍ଦାଦେଶ ଭୋଗିଲେ ୨୫ ପରିବାର, ନ୍ୟାୟ ପାଇଁ ତହସିଲଦାରଙ୍କୁ ଗୁହାରୀ

Help pours in for Bonda girl Karama Muduli who works as labourer
ଆଉ ମୂଲ ଲାଗିବେନି କର୍ମା: ପାଠପଢ଼ିବା ପାଇଁ ଦିନ ମଜୁରିଆ କାମ କରୁଥିଲେ ଏହି ଟପ୍ପର ଛାତ୍ରୀ...

ବଣ୍ଡା ଛାତ୍ରୀ କର୍ମା ମୁଦୁଲିଙ୍କୁ ସହାୟତାର ହାତ ବଢ଼ାଇଲା ପ୍ରଶାସନ। ମାଲାକାନଗିରିର ବାଣିଜ୍ୟ ଟପ୍ପର ଛାତ୍ରୀ ଦିନ ମଜୁରିଆ କାମ କରୁଥିବା ଖବର ପରେ ପ୍ରଶାସନ ଚେତିଛି।

  • Wednesday, 31 May 2023
Meritorious girl in Odisha turns labourer to meet education cost
ମଜୁରି ଖଟୁଛନ୍ତି ଜିଲ୍ଲା ଟପ୍ପର; ରମାଦେବୀର ଛାତ୍ରୀ, ଗାଁରେ ନିର୍ମାଣ ଶ୍ରମିକ

ଖାଲି କର୍ମା ନୁହଁନ୍ତି, ତାଙ୍କ ପରି ଅନ୍ୟ କିଛି ଯୁବତୀଙ୍କର ମଧ୍ୟ ସମାନ ଅବସ୍ଥା । +୩ ପ୍ରଥମ ବର୍ଷରେ ପଢ଼ୁଥିବା ବଣ୍ଡାଘାଟିର ସମିତା ମୁଦୁଲି ମଧ୍ୟ ପଢ଼ା ଖର୍ଚ୍ଚ ଉଠାଇବା ପାଇଁ ସେ ବି କର୍ମାଙ୍କ ହାତରେ ହାତ ମିଶାଇ ବାଲି ମୁଣ୍ଡେଇ ଦେଉଛନ୍ତି ।

mango
ହାଉ ଜାଉ ଦେଶୀ ଆମ୍ବ; ବାଇଗଣପଲେଇକୁ ହତାଦର

କାହିଁକି ଓଡ଼ିଶା ବଜାରରେ ଏବର୍ଷ ଘାଟା ଖାଇଲା ବାଇଗଣ ପଲେଇ ଆମ୍ବ ? ଦର ଅଧିକ ନା ଅଧିକ ଆମଦାନୀ ଅଧିକ ?

Srimandir heritage corridor project
ବଢୁଛି ଡେଡଲାଇନ୍, ସରୁନି ଐତିହ୍ୟ କରିଡ଼ର କାମ

ମନ୍ଦିର କଡ଼ରେ ଅପରିସ୍କାର ପାଣି ଭାସୁଥିବାରୁ ବିଜେ ଠାକୁରମାନେ ତାରି ଉପରେ ଯାଉଛନ୍ତି । ଯାହାକୁ ନେଇ ଭକ୍ତ ଓ ସେବାୟତ କ୍ଷୁବ୍ଧ ହେବା ସହ ସିଧା ପ୍ରଶାସନକୁ ଦାୟୀ କରିଛନ୍ତି ।

Malkangiri +2 topper girl works as daily wage worker to fulfill her dreams
ଦିନେ ଥିଲେ ଜିଲ୍ଲା ଟପ୍ପର, ଏବେ ଦିନ ମଜୁରିଆ: ପାଠପଢ଼ିବା ପାଇଁ ଗୋଡ଼ି-ବାଲି ଉଠାଉଛନ୍ତି

ଦିନେ ଜିଲ୍ଲା ଟପ୍ପର ଥିଲେ, ଏବେ ଦିନ ମଜୁରିଆ। ପାଠ ପଢ଼ିବାକୁ ଏହି ଟପ୍ପର ଛାତ୍ରୀ ଦିନ ମଜୁରିଆ ସାଜିଛନ୍ତି। । ଗତବର୍ଷ ଯୁକ୍ତ ଦୁଇ ବାଣିଜ୍ୟ ଜିଲ୍ଲା ଟପ୍ପର ଥିଲେ, ଭାଗ୍ୟର ବିଡ଼ମ୍ବନା ଏବେ ସେ ଦିନ ମଜୁରିଆ ଭାବେ ଗୋଡ଼ି-ବାଲି ଉଠାଉଛନ୍ତି।

  • Tuesday, 30 May 2023
 heat wave
‘ଏମିତି ତାତି.. ଜୀବନରେ ଦେଖିନୁ’

‘ସକାଳୁ ସକାଳୁ ଖରା ତାତି.. ବିଲକୁ ଯାଇ ଚାଷ କରିବା ଅସହ୍ୟ ହୋଇଯାଉଛି.. ବାହାରେ ନିଆଁ ବର୍ଷା.. ଘରେ ପାଓ୍ୱାର୍ କଟ୍’

Prerana
କଳାକୁ କଲେ କାରିଗରୀ, ଡିମାଣ୍ଡରେ ସସ୍ମିତାଙ୍କ ପଟ୍ଟଚିତ୍ର ଡିଜାଇନ୍ ଶାଢି

ବିନା କୌଣସି ତାଲିମରେ ଆଖି ଲାଖିଗଲା ଭଳି କାରୁକାର୍ଯ୍ୟ.. ଯାହା ଶାଢିର ଚାହିଦା ବଢାଇଦେଲା..

delay in inauguration of bridge
ତିଆରି କରିଦେଇ ଭୁଲିଗଲେ

ପ୍ରାୟ ୧୦ କୋଟି ଟଙ୍କା ବ୍ୟୟରେ ତିଆରି ହେଲା ବ୍ରିଜ୍.. ହେଲେ ଲୋକାର୍ପଣ ହୋଇପାରୁନି କି ଲୋକଙ୍କ କାମରେ ଲାଗୁନି.. ଆଉ ବନ୍ୟା ଆସିଲେ କଥା ସରିଗଲା.. ବିଚ୍ଛିନ୍ନ ହୋଇଯିବେ ୫ ୫ଟି ପଞ୍ଚାୟତର ଲୋକେ

Nilamadhab Temple
ପୋଲିସ-ସେବାୟତଙ୍କ କଳିରେ ଦୁଇ ଦିନ ଧରି ଉପବାସରେ ପ୍ରଭୁ ନୀଳମାଧବ

ଦୁଇ ଦିନ ଧରି ଖାଡ଼ା ଉପବାସରେ ରହିଛନ୍ତି ନୟାଗଡ଼ କଣ୍ଟିଲୋ ନୀଳମାଧବ ।

Odisha farmer
ବିଦେଶୀ ଆମ୍ବ ଚାଷ କରି ଲକ୍ଷାଧିକ ଟଙ୍କା ଆୟ କରୁଛନ୍ତି ଚାଷୀ

ଧାନ ଚାଷ କରୁଥିଲେ ହେଲେ ସେମିତି କିଛି ଆୟ ନଥିଲା । ଶେଷରେ ବିଦେଶୀ ଆମ୍ବ ଓ ରକମ ରକମର ଫଳ ଚାଷ କରି ବେଶ୍ ସଫଳ ହୋଇଛନ୍ତି ପଦ୍ମପୁର ପାଇକମାଳ ନିଲାଥର ଗାଁର ଫଳ ଚାଷୀ ଚନ୍ଦ୍ରବାବୁ ସତ୍ୟନାରାୟଣ....

Locals seek financial
ବାପା ବି ଦେଇପାରେ ମମତା..

ଜୀବନ ଡଙ୍ଗାକୁ ପାର କରିବାକୁ ସ୍ତ୍ରୀର ମହତ୍ୱ କେତେ ଯେ ରହିଛି.. ଆଜି ମହାଦେବ ଆହୁରି ଭଲରେ ବୁଝିପାରୁଛନ୍ତି.. ଯେତେବେଳେ ତିନି ତିନିଟି ଛୁଆର ମାଆ ସାଜି ତାଙ୍କୁ ପାଳନ କରିବାକୁ ପଡ଼ୁଛି, ଆଉ ବାପା ସାଜି ଭୋକିଲା ପେଟକୁ ଦାନା ଯୋଗାଡ଼ିବାକୁ ପଡ଼ୁଛି..

Sarpanch distributes rice
ଭୋଟ୍ ବେଳର ପ୍ରତିଶ୍ରୁତି ପୂରା କଲେ ସରପଞ୍ଚ, ନିଜ ଦରମା ଟଙ୍କା ଖର୍ଚ୍ଚ କରି ଘରେ ଘରେ ଚାଉଳ ପହଞ୍ଚାଇଲେ

କଥା ଦେଇ କଥା ରଖିଲେ ସରପଞ୍ଚ ବାବୁ.. ୩ ଗାଁର ଘରେ ଘରେ ପହଞ୍ଚିଲା ଚାଉଳ.. ବୁଢା ବୁଢୀ, ଅକ୍ଷମଙ୍କ ପାଇଁ ନିଜେ ଚାଉଳ ବୋହି ଘରେ ଦେଇଆସୁଛନ୍ତି.. ଲୋକେ କହୁଛନ୍ତି ସରପଞ୍ଚ ହେବ ତ ଏମିତି..

Odisha Apartment Ownership And Management Ordinance gets cabinet nod
ଖୁବଶୀଘ୍ର କାର୍ଯ୍ୟକାରୀ ହେବ ଆପାର୍ଟମେଣ୍ଟ ମାଲିକାନା ଆଇନ୍

ଆପାର୍ଟମେଣ୍ଟ ମାଲିକାନା ଅଧ୍ୟାଦେଶକୁ ବାସଗୃହ କ୍ରେତାଙ୍କ ବିଜୟ ବୋଲି କହିଛନ୍ତି ରିଅଲ ଇଷ୍ଟେଟ୍ କର୍ମୀ। ସେମାନଙ୍କ ମତରେ, ୪୦ ବର୍ଷ ପରେ ଏବେ ଘରକ୍ରେତା ସେମାନଙ୍କ ବାସ୍ତବ ଅଧିକାର ପାଇବେ।