• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

cremation
ସତ୍ୟନଗର ଉପରେ ପଡୁଛି ଚାପ, ଭୁବନେଶ୍ୱରରେ ହେବ ଆଉ ୨ ଶ୍ମଶାନ

ଭୁବନେଶ୍ୱର: ଭୁବନେଶ୍ୱରରେ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏଭଳି ବ୍ୟବସ୍ଥା ହୋଇଛି। ଏ ନେଇ ସୂଚନା ଦେଇଛନ୍ତି  ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। କମିଶନରଙ୍କ କହିବାନୁସାରେ, କୋଭିଡ଼ କାରଣରୁ ସତ୍ୟନଗରରେ ସଂସ୍କାର ସଂଖ୍ୟା ବଢ଼ିଛି। ଅନ୍ୟ ଜିଲ୍ଲା ପାଇଁ ସ୍ୱର୍ଗଦ୍ୱାର ବନ୍ଦ ଥିବାରୁ ସତ୍ୟନଗରକୁ ଚାପ ପଡୁଛି। ସେ ଦୃଷ୍ଟିରୁ ଭୁବନେଶ୍ୱରରେ ଆଉ ୨ଟି ଶ୍ମଶାନ କରାଯାଉଛି। ପଟିଆ ଏବଂ ଖଣ୍ଡଗିରି ଅଞ୍ଚଳରେ ୨ଟି […]

  • Friday, 02 July 2021
loot
ସ୍ପଷ୍ଟ ଦିବାଲୋକରେ ମହିଳାଙ୍କଠାରୁ ଲୁଟି ନେଲେ ୧ ଲକ୍ଷ ୮ ଶହ ଟଙ୍କା

ସୋନପୁର: ସ୍ପଷ୍ଟ ଦିବାଲୋକରେ ସ୍ୱୟଂ ସହାୟକ ଗୋଷ୍ଠୀର ୨ ମହିଳାଙ୍କଠାରୁ ଲୁଟି ନେଲେ ୧ ଲକ୍ଷ ୮ ଶହ ଟଙ୍କା । ଆଜି ସୋନପୁର ବସଷ୍ଟାଣ୍ଡରେ ହୋଇଛି ଏହି ଲୁଟ୍ । ଆଉ ଲୁଟର ଶିକାର ହୋଇଛନ୍ତି ସୋନପୁର ବ୍ଲକ ସାହାଜବାହାଲ…

loot
୨ ଲକ୍ଷ ଟଙ୍କା ଝାମ୍ପିନେଲେ

ଖୋର୍ଦ୍ଧା: ବାପ ପୁଅଙ୍କ ଠାରୁ ୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ବ୍ୟାଙ୍କରୁ ଟଙ୍କା ଉଠାଇ ଆସୁଥିବା ବେଳେ ଦୁର୍ବୃତ୍ତ ମାନେ ସେମାନଙ୍କଠୁ ଟଙ୍କାକୁ ଝାମ୍ପି ନେଇଛନ୍ତି। ଟାଉନ୍ ଥାନା ଗୋଡ଼ିପୋଖରୀ ନିକଟରେ ଲୁଟ୍‌ର ଅଭିଯୋଗ ହୋଇଛି। ସେପଟେ ବାଙ୍କୀରେ ଟଙ୍କା ଡିପୋଜିଟ୍ ପାଇଁ ଯାଉଥିବା ବେଳେ ଲୁଟ୍ ହୋଇଛି। ଏକ ଗ୍ୟାସ୍ ଏଜେନ୍ସି କର୍ତ୍ତୃପକ୍ଷଙ୍କ ଠାରୁ ୪ ଲକ୍ଷ ୯୬ ହଜାର ଟଙ୍କା ଲୁଟ୍ ହୋଇଥିବା ସୂଚନା ମିଳିଛି। ଏସ୍‌ବିଆଇ ବ୍ୟାଙ୍କରୁ ଟଙ୍କା ନେଇ ଆସୁଥିବା […]

  • Friday, 02 July 2021
biraja
୧୭ରୁ ମା' ବିରଜାଙ୍କ ରଥଯାତ୍ରା, ଜାରି ହେବ ୧୪୪ ଧାରା

ଭୁବନେଶ୍ୱର: ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ନିର୍ଘଣ୍ଟ ହୋଇଛି। ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ରଥଯାତ୍ରା ଆୟୋଜନ ହେବ। ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ୧୪୪ ଧାରା ଜାରି ହେବ। ରଥଯାତ୍ରା ପୂର୍ବରୁ ସେବାୟତମାନଙ୍କର କୋଭିଡ଼ ଟେଷ୍ଟ କରାଯିବ। ଏ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକରେ ନିଷ୍ପତ୍ତି ହୋଇଛି।  ରଥଯାତ୍ରା ପାଇଁ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ବିରଜାରେ ରଥଯାତ୍ରା କରିବା ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। […]

  • Friday, 02 July 2021
cyber
ନିଜ ଫେସବୁକ୍‌ ଆକାଉଣ୍ଟ ହ୍ୟାକ୍‌ରୁ ବର୍ତ୍ତିବା ପାଇଁ କଣ କରିବେ?

ଭୁବନେଶ୍ୱର: ଆଶ୍ଚର୍ଯ୍ୟ, ଅବିଶ୍ୱସନୀୟ ଖୋଦ୍ ପୋଲିସ କମିଶନର ଓ ଗୁଇନ୍ଦା ବିଭାଗ ଡିଆଇଜିଙ୍କ ନାଁରେ ଖୋଲିଛି ଫେକ୍ ଫେସବୁକ୍ ଆକାଉଣ୍ଟ। ଅର୍ଥାତ୍ ସିପି ସୁଧାଂଶୁ ଷଡ଼ଙ୍ଗୀ ଓ ଗୁଇନ୍ଦା ବିଭାଗ ଡିଆଇଜି ଅନୁପ ସାହୁଙ୍କ ଫଟୋ ଓ ପ୍ରୋଫାଇଲ୍ ଥିବା ଏ ଆକାଉଣ୍ଟ ଜାଲ୍। ଏମିତିକି ଏଥିରୁ ଫ୍ରେଣ୍ଡ ରିକ୍ୱେଷ୍ଟ ପଠାଯାଇ ଟଙ୍କା ମଗାଯାଉଥିବା କଥା ନଜରକୁ ଆସିବା ପରେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ଏ ଦୁଇ ବରିଷ୍ଠ ପୋଲିସ ଅଫିସର। ଏଭଳି ଜାଲ୍ ଆକାଉଣ୍ଟରୁ ଫ୍ରେଣ୍ଡ ରିକ୍ୱେଷ୍ଟ […]

  • Friday, 02 July 2021
flag
ଉପନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ୨ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ପାଇଁ ମମତା କୁଣ୍ଡୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ସେହିପରି  ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ବାଲେଶ୍ୱରରେ ପିସିସି ସଭାପତିଙ୍କ ପୁଅଙ୍କୁ ଟିକେଟ୍ ଦିଆଯାଇପାରେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା, ସେଥିରେ ଅନ୍ତ ଘଟିଛି। ବିଳମ୍ବରେ ହେଲେ ବି ଆଜି ପ୍ରାର୍ଥୀ ତାଲିକା […]

  • Friday, 02 July 2021
432343234
ପ୍ରାର୍ଥୀ ଘୋଷଣା ପରେ ବଢୁଛି ଅସନ୍ତୋଷ; ରାସ୍ତାକୁ ଓହ୍ଲାଇଲେ ରବୀନ୍ଦ୍ରଙ୍କ ସମର୍ଥକ

ବାଲେଶ୍ୱର: ରାଜ୍ୟରେ ଦୁଇଟି ସ୍ଥାନରେ ଉପ ନିର୍ବାଚନ ପାଇଁ  ୩ ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ବାଲେଶ୍ୱର ସଦର ଆସନରୁ କଂଗ୍ରେସରୁ ମମତା କୁଣ୍ଡୁ ଏବଂ ତିର୍ତ୍ତୋଲ ଆସନରୁ ହିମାଂଶୁ ଭୂଷଣ ମଲ୍ଲିକ ଲଢ଼ିବେ। ସେହିପରି ବାଲେଶ୍ୱର ଆସନ ପାଇଁ ବିଜେପି ସ୍ୱର୍ଗତ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତ, ବିଜେଡି ସ୍ୱରୂପ କୁମାର ଦାସଙ୍କୁ ପ୍ରାର୍ଥୀ କରିଛି। ସେହିପରି ତିର୍ତ୍ତୋଲ ଆସନ ପାଇଁ ବିଜେପି ରାଜକିଶୋର ବେହେରା ଓ ବିଜେଡି ବିଜୟ ଶଙ୍କର […]

  • Friday, 02 July 2021
tirtol
ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ଶେଷ, ଏବେ ଅପେକ୍ଷା ଲଢ଼େଇକୁ...

ନୂଆଦିଲ୍ଲୀ: ଉପ ନିର୍ବାଚନ ପାଇଁ ଯୋଦ୍ଧା ତୟାର, ମଇଦାନ ପ୍ରସ୍ତୁତ । ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ଆସନ ପାଇଁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସେମାନଙ୍କର ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ବାଲେଶ୍ୱର ସଦର ଆସନରୁ କଂଗ୍ରେସରୁ ମମତା କୁଣ୍ଡୁ ଏବଂ ତିର୍ତ୍ତୋଲ ଆସନରୁ ହିମାଂଶୁ ଭୂଷଣ ମଲ୍ଲିକ ଲଢ଼ିବେ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଅନୁମୋଦନ କ୍ରମେ ଉଭୟଙ୍କୁ ଦଳ ଟିକେଟ୍ ଦେଇଛି। ବାଲେଶ୍ୱର ଆସନ ପାଇଁ ବିଜେପି ସ୍ୱର୍ଗତ ମଦନମୋହନ […]

  • Friday, 02 July 2021
rain
ଗଭୀର ଅବପାତ ରୂପ ନେଲା ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱତନ୍ତ୍ର ରିଲିଫ କମିଶନର ଆଜି ସକାଳୁ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଏହି ୫ଟି ଜିଲ୍ଲା ହେଉଛି- କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା। ଡିପ୍ ଡିପ୍ରେସନ୍ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଗତକାଲିଠାରୁ ବର୍ଷା ଲାଗି ରହିଥିବା ବେଳେ ଆଜି […]

  • Friday, 02 July 2021
pythos
ସହର ଭିତରୁ ଅଜଗର ଉଦ୍ଧାର

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ଜନବସତି ଅଞ୍ଚଳରୁ ଉଦ୍ଧାର ହେଲା ଅଜଗର। ବଲାଙ୍ଗିର ସହର ଶିବମନ୍ଦିର ଛକ ପି.ଆର ହାଇସ୍କୁଲ ନିକଟରେ ଥିବା ଗଛରୁ ୧୧ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି। ସାପଟିକୁ ଗଛରେ ଝୁଳୁଥିବା ଦେଖି ସ୍ଥାନୀୟ ଲୋକେ ସ୍ନେକ୍‌ ହେଲ୍ପ‌ ଲାଇନ୍‌କୁ ସୂଚନା ଦେଇଥିଲେ। ଖବର ପାଇ ବଲାଙ୍ଗିର ସ୍ନେକ ହେଲ୍ପ ଲାଇନର ସାନୁଜ ମିଶ୍ର ଏବଂ କାହ୍ନା ଶତପଥି ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ ଗଛରେ ଗୁଡେଇ ହୋଇ ରହିଥବା ସାପକୁ ସେଠାରୁ ବହୁ […]

  • Friday, 02 July 2021
arup pattanaik
କୋଭିଡ ନିୟମ ଭାଙ୍ଗିଲେ ବିଜେଡି ନେତା

ଖୋର୍ଦ୍ଧା: ବିଜେଡି ନେତା ଅରୂପ ପଟ୍ଟନାୟକଙ୍କ ନାଁରେ ଥାନାରେ ଦିଆଯାଇଛି ଏତଲା। ସେ କୋଭିଡ୍ ଗାଇଡ୍ ଲାଇନ୍ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି।  ଏ ନେଇ ଅରୂପ ପଟ୍ଟନାୟକଙ୍କ ବିରୋଧରେ ଏତଲା ଦେଇଛନ୍ତି ଇନ୍ଦ୍ରମଣି ରଣସିଂ ନାମକ ଜଣେ ବ୍ୟକ୍ତି। ଇନ୍ଦ୍ରମଣି ବେଗୁନିଆ ଥାନାରେ ଏତଲା ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ,  ଅରୂପ ଗଡ଼ମାଣିତ୍ରୀ ଗାଁକୁ ଯାଇଥିବା ବେଳେ କୋଭିଡ୍ ନିୟମ ମାନିନଥିଲେ। ମାସ୍କ ପିନ୍ଧି ନଥିବା ଓ ସାମାଜିକ ଦୂରତା ନିୟମ ମାନିନଥିବା ଅଭିଯୋଗ […]

  • Friday, 02 July 2021
biraja
୧୭ରୁ ବିରଜାଙ୍କ ରଥଯାତ୍ରା, ଲାଗୁହେବ ଏହିସବୁ କଟକଣା

ଯାଜପୁର: ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ରଥଯାତ୍ରାର ଆୟୋଜନ ହେବ। ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ୧୪୪ ଧାରା ଜାରି ହେବ ବୋଲି ସୂଚନା ମିଳିଛି। ଏଥିସହ ରଥଯାତ୍ରା ପୂର୍ବରୁ ବିରଜାଙ୍କ ସମସ୍ତ ସେବାୟତଙ୍କର କୋଭିଡ଼ ଟେଷ୍ଟ କରାଯିବ ବୋଲି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ରଥଯାତ୍ରା ପାଇଁ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। […]

  • Friday, 02 July 2021
exam
ନିଜ ଜିଲ୍ଲାରେ ପରୀକ୍ଷା ଦେବେ ଡି.ଏଲ.ଇଡି ପରୀକ୍ଷାର୍ଥୀ

ଭୁବନେଶ୍ୱର: ନିଜ ଜିଲ୍ଲାରେ ପରୀକ୍ଷା ଦେବେ ଡି.ଏଲ.ଇଡି ପରୀକ୍ଷାର୍ଥୀ। ସେମାନେ ପାଠ ପଢୁଥିବା ଡି.ଆଇ.ଇ.ଟି ମାଧ୍ୟମରେ ଆବେଦନ କରି ନିଜ ଜିଲ୍ଲାରେ ପରୀକ୍ଷା ଦେଇପାରିବେ।  ଅନଲାଇନ୍ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ଦାବି ପରେ ଭିତ୍ତିଭୂମି ଅଭାବରୁ ନିଜ ଜିଲ୍ଲାରେ ଅଫଲାଇନ୍‌ରେରେ ପରୀକ୍ଷା  କରିବା ପାଇଁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ। ତେବେ ପରୀକ୍ଷା କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ସହ ଅନୁଷ୍ଠିତ ହେବ। ରାଜ୍ୟରେ ମୋଟ୍  ୮୦ ଟି ସେଣ୍ଟର ମଧ୍ୟରୁ ଯେଉଁଠି ଛାତ୍ରଛାତ୍ରୀ  ପରୀକ୍ଷା ଦେବାକୁ ଚାହିଁବେ […]

  • Friday, 02 July 2021
car
ପେଟ୍ରୋଲ ଢାଳି କାର୍‌ ଜାଳିଦେଲେ କୋଇଲା ମାଫିଆ

ଭଦ୍ରକ: ପୋଲିସ ଇନଫର୍ମର ସନ୍ଦେହରେ  କାର ଜାଳି ଦେଇଛନ୍ତି କୋଇଲା ମାଫିଆ । କୋଇଲା ମାଫିଆଙ୍କ ବିଷୟରେ ପୋଲିସକୁ ତଥ୍ୟ ଦେବାରୁ ଏପରି କାଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ।  ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ମାରପୁର ଗାଁରେ ଘଟିଛି ଏପରି ଘଟଣା। ଭଦ୍ରକ-ଧାମରା ରେଳପଥରେ କୋଇଲା ଟ୍ରେନ ଯାଉଥିବାବେଳେ ଚଳନ୍ତା ଟ୍ରେନରୁ ମାଫିଆମାନେ କୋଇଲା ଚୋରି କରି ନେଉଥିଲେ। ଏପରି ଘଟଣା ଏଠାରେ ନିୟମିତ ଘଟୁଥିବାବେଳେ  କୋଇଲା ଚୋରି କରି ମାଫିଆମାନେ ମାଲାମାଲ ହେଉଥିଲେ। ଏ ନେଇ ଗତକାଲି […]

  • Friday, 02 July 2021
lightining
ବଜ୍ରପାତରେ ଚାଲିଗଲା ୨ ଜୀବନ

ବାଙ୍କୀ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି।  ଟ୍ୱିନ୍‌ ସିଟିରେ ମଧ୍ୟ ବର୍ଷା ଲାଗି ରହିଛି। ବାଙ୍କୀରେ ବର୍ଷା ସାଙ୍ଗକୁ ବଜ୍ରପାତ ଘଟି ୨ ଜଣଙ୍କର ମୃତ୍ୟୁ ଘଟିଛି। ୩ ଜଣ ଗୁରୁତର ଅଛନ୍ତି। ଆଜି ସକାଳେ ବାଙ୍କୀ ଥାନା ଅନ୍ତର୍ଗତ ଦୋଳଣାପୁର ନିକଟରେ ୫ ଜଣ ବିଲକୁ କାମ କରିବାକୁ ଯାଉଥିଲେ। ବର୍ଷା ସାଙ୍ଗକୁ ବଜ୍ରପାତ […]

  • Friday, 02 July 2021
drink
'ଡ୍ରିଙ୍କ୍ ଫ୍ରମ ଟ୍ୟାପ୍' ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ଡ୍ରିଙ୍କ୍ ଫ୍ରମ ଟ୍ୟାପ୍’ ସୁଜଳ ଯୋଜନାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଭୁବନେଶ୍ୱର ଓ ପୁରୀରେ ୧୨ଟି ସ୍ଥାନରେ ଟ୍ୟାପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଲୋକାର୍ପିତ ହୋଇଛି। ତେବେ ଏହି ଯୋଜନାରୁ ୧ ଲକ୍ଷ ୮୦ ହଜାରରୁ ଅଧିକ ଲୋକେ ଉପକୃତ ହେବେ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି  ଯୋଜନାରେ ଭୁବନେଶ୍ୱର, ପୁରୀ, […]

  • Friday, 02 July 2021
Capture
ସାର ପାଇଁ ପେଲାଠେଲା, କଟକଣା ଭୁଲିଗଲେ..

କେନ୍ଦୁଝର: ସାର ପାଇଁ ଲୋକେ ଭୁଲିଗଲେ କରୋନା କଟକଣା । ସାମାଜିକ ଦୂରତା ଭୁଲି ସାର ନେବାକୁ ଠେଲାପେଲା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ତେଲକୋଇ ବ୍ଲକରେ । ସାର ନେବା ପାଇଁ ବ୍ଲକ୍‌ରେ ଚାଷୀମାନେ ଭିଡ଼ ଲଗାଇଥିଲେ…

df
ବନ୍ଧୁକ ମୁନରେ ବ୍ୟାଙ୍କରୁ ୨୦ଲକ୍ଷ ଲୁଟ୍‌

ବ୍ୟାଙ୍କରୁ ଲୁଟି ନେଲେ ୨୦ ଲକ୍ଷ,ଜାଣନ୍ତୁ କେଉଁ ସ୍ଥାନରୁ ଲୁଟିଲେ

  • Friday, 02 July 2021
high-court
୨୫ ବର୍ଷ ପରେ ହରାଇଥିବା ଚାକିରି ପାଇବେ ଦୋଳମଣି

କଟକ: ୨୫ ବର୍ଷ ପରେ ପୋଲିସ କର୍ମଚାରୀଙ୍କୁ ମିଳିଲା ନ୍ୟାୟ। ଚାକିରୀରୁ ବହିଷ୍କୃତ ହୋଇଥିବା ପୋଲିସ ରାଇଟର କନଷ୍ଟେବଳ ଦୋଳମଣି ବିଶିଙ୍କୁ ଚାକିରିରେ ପୁନଃ ଅବସ୍ଥାପିତ କରିବା ପାଇଁ ହାଇକୋର୍ଟଙ୍କ ଗୁରୁତ୍ୱପୁର୍ଣ୍ଣ ରାୟ। ତେବେ ନୋ ଓ୍ୱାର୍କ ନୋ ପେ ନୀତିରେ ଦୋଳମଣିଙ୍କୁ କୌଣସି ଆର୍ଥିକ ସୁବିଧା ଫାଇଦା ଦିଆଯାଇପାରିବ ନାହିଁ ବୋଲି କୋର୍ଟ କହିଛନ୍ତି। ଦୋଳମଣି ବିଶି ସମସ୍ତ ଚୟନ ପକ୍ରିୟାରେ ଉତ୍ତିର୍ଣ୍ଣ ହୋଇ ବଲାଙ୍ଗିର ଜିଲ୍ଲାର ରାଇଟର କନଷ୍ଟେବଳ ଭାବେ ୧୯୯୩ ମସିହା ଫେବୃୟାରୀ […]

  • Friday, 02 July 2021
cyber fraud
KYC ଅପଡେଟ୍ ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା

ଭୁବନେଶ୍ୱର: KYC ଅପଡେଟ୍ କରିବା ବାହାନାରେ ଲୁଟି ନେଲେ ୬୦ ହଜାର ଟଙ୍କା । ଲୁଟର ଶିକାର ହୋଇଛନ୍ତି ଭୁବନେଶ୍ୱରର ଜଣେ ଶିକ୍ଷୟିତ୍ରୀ । ଫୋନ୍ ଓ ବ୍ୟାଙ୍କ ଆକାଉଣ୍ଟ ବ୍ଲକ ହୋଇ ଯାଇଥିବା କହି ସାଇବର ଠକ, ଶିକ୍ଷୟିତ୍ରୀ ପ୍ରିୟଦର୍ଶନୀ…

dead-body
ବନ ବିଭାଗ ହେପାଜତରେ ମୃତ୍ୟୁ ! ମେଡିକାଲରେ ଉତ୍ତେଜନା

ବାଲୁଗାଁ: କାଠଚୋର ସନ୍ଦେହରେ ଅଟକ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏଭଳି ଘଟଣା ଘଟିଛି ବାଣପୁର ମେଡିକାଲରେ। ଗତକାଲି ରାତିରେ ବନ ବିଭାଗର ପାଟ୍ରୋଲିଂ ବେଳେ କାଠଚୋର ସନ୍ଦେହରେ ଜଣେ ବ୍ୟକ୍ତି ଧରାପଡ଼ିଥିଲେ। ତାଙ୍କୁ ଟାମଣା ପାହାଡ଼ରୁ ଧରି ବନ ବିଭାଗ କର୍ମଚାରୀ ବିଟ୍ ହାଉସ୍ ନେଇଥିଲେ। ତାଙ୍କ ଘର ନୟାଗଡ଼ ଜିଲ୍ଲା ଶରଣକୂଳ ନିକଟ ଗୋଲଗାଁର ବଳଭଦ୍ର ବେହେରା ବୋଲି ଜଣାପଡ଼ିଥିଲା। କୌଣସି କାରଣରୁ ବଳଭଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଅସୁସ୍ଥ ହେବା ପରେ ହସ୍ପିଟାଲରେ […]

  • Friday, 02 July 2021
mock
ସୁନାମି ମୁକାବିଲା ପାଇଁ ମକଡ୍ରିଲ୍, ୬ ଜିଲ୍ଲା ସାମିଲ

ଭୁବନେଶ୍ୱର: ସୁନାମି ମୁକାବିଲା ପାଇଁ ମକଡ୍ରିଲ୍। ସମ୍ଭାବ୍ୟ ସୁନାମି ମୁକାବିଲା ପାଇଁ ଭର୍ଚୁଆଲ୍ ମକ୍‌ଡ୍ରିଲ୍‌ର ଆୟୋଜନ ହୋଇଛି। ପୂର୍ବ ଉପକୂଳ ଓ ଆଣ୍ଡାମାନ ସାଗରରେ ଭର୍ଚୁଆଲ୍ ମକଡ୍ରିଲ୍‌ କରାଯାଇଛି। ମକଡ୍ରିଲ୍ ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା। ଏହି ମକଡ୍ରିଲ୍‌ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲା ସାମିଲ୍ ହୋଇଥିଲେ। ୬ ଜିଲ୍ଲାର ଜିଲ୍ଲାପାଳ, ଏଡିଏମ୍, ବିଡିଓ, ତହସିଲଦାର ଓ ସରପଞ୍ଚ ସାମିଲ୍ ହୋଇଥିଲେ। ସୁନାମି ସଂପର୍କିତ ତଥ୍ୟ ଗାଁରେ କିପରି […]

  • Friday, 02 July 2021
Capture 8
ବଂଶଧାରା ନଦୀରେ ନେରେଡ଼ି ବ୍ୟାରେଜ, ପ୍ରଭାବିତ ଅଞ୍ଚଳବାସୀଙ୍କୁ ଭେଟିଲା ବିଜେପି ଟିମ୍‌

ଆନ୍ଧ୍ରପ୍ରଦେଶରେ ବଂଶଧାରା ନଦୀ ଉପରେ ହେବାକୁ ଥିବା ନେରେଡ଼ି ବ୍ୟାରେଜ ଦ୍ୱାରା ପ୍ରଭାବିତ ଅଞ୍ଚଳ ଗସ୍ତ କରିଛି ବିଜେପି ଟିମ୍ । ଏହି ଅବସରରେ ବିଜେପି ପ୍ରତିନିଧି ଦଳ କ୍ଷତିଗ୍ରସ୍ତ ହେବାକୁ ଥିବା ଅଞ୍ଚଳ କାଶୀନଗର ବ୍ଲକର ୩ଟି ଗାଁ ପରିଦର୍ଶନ…