• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

beaten
ସଇତାନ ପାଲଟିଲା ସର୍ଦ୍ଦାର : କାମ କରିବାକୁ ଯାଇ ପାରିଲେନି ବୋଲି ଦୁଇ ନାବାଳକଙ୍କୁ ନିର୍ଦ୍ଧୁମ ପିଟିଲା

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ଦେହ ଖରାପ ହେବାରୁ ତାଙ୍କୁ ନିର୍ଦ୍ଧୁମ ମାଡ଼ ମାରିଲା ସୈତାନ୍ । କାମ କରି ପାରିବାକୁ ଯାଇପାରିଲେନି ବୋଲି ରାକ୍ଷସ ପାଲଟିଲା ମାଲିକ । ଦାନା ପାଇଁ ଦାଦନ ଯିବା, ଆଉ ଇଟାଭାଟିରେ ନିର୍ଯାତନା ପାଇବା ବଲାଙ୍ଗିର ଶ୍ରମିକ…

  • Friday, 02 July 2021
new baby
ଡାକ୍ତରଙ୍କ କ୍ଲାସ୍ ନେଲେ ଜିଲ୍ଲାପାଳ : ଆକ୍ରାନ୍ତ ଶିଶୁଙ୍କ ପାଇଁ ବ୍ୟବସ୍ଥା ନାହିଁ କହି ରେଫର କରୁଥିଲେ

ପାଞ୍ଚ ମାସର ଶିଶୁ କନ୍ୟାକୁ କରୋନା ଚିକିତ୍ସା ପାଇଁ ୱାଡରୁ ୱାଡ ବୁଲୁଥିଲେ ପରିବାର ଲୋକ ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପରେ ଚିକିତ୍ସା ଆରମ୍ଭ ବଲାଙ୍ଗିର( ମନୋରଞ୍ଜନ ଯୋଶୀ): ଶିଶୁ କନ୍ୟାକୁ କରୋନା ସଂକ୍ରମଣ । ବଲାଙ୍ଗିରର ଜଣେ ପାଂଚ ମାସର ଶିଶୁକନ୍ୟା…

  • Friday, 02 July 2021
paddy
ମଣ୍ଡିରେ ପଡ଼ି ରହିଛି ଶହ ଶହ ଧାନ ବସ୍ତା, ଚିନ୍ତାରେ ଚାଷୀ

ବରଗଡ଼ (ଦୀପକ ଶର୍ମା): ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଯାଉଛି। ଆଉ କିଛି ଦିନ ପରେ ଧାନ କିଣା ସରିବ। ହେଲେ ଏବେ ବି ମଣ୍ଡିରେ ଶହ ଶହ ଧାନ ବସ୍ତା ପଡ଼ି ରହିଛି। ଆଉ ବର୍ଷାରେ ଭିଜି ନଷ୍ଟ ହେଉଛି…

  • Friday, 02 July 2021
olive
ଅସ୍ତରଙ୍ଗ ଓ କୋଣାର୍କ ଉପକୂଳରେ ବଢିଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ

ଅସ୍ତରଙ୍ଗ ଓ କୋଣାର୍କ ଉପକୂଳରେ ବଢ଼ିଛି କଇଁଛଙ୍କ ଅଣ୍ଡାଦାନ ଚଳିତ ବର୍ଷ ୧ ଲକ୍ଷ ଅଣ୍ଡା ସଂଗୃହୀତ, ୯ ହଜାର ଛୁଆ ଛଡ଼ାଗଲା  ଅସ୍ତରଙ୍ଗ  ସାମୁଦ୍ରିକ ବାତ୍ୟା ଫୋନି ଲାଗି ପୁରୀ ସମୁଦ୍ର ଉପକୂଳରେ ସାମୁଦ୍ରିକ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ବାଧାପ୍ରାପ୍ତ…

  • Friday, 02 July 2021
crab
ଚିଲିକାର ନୀଳ ଜଳରାଶିରେ ନିଆରା ପ୍ରୟାସ: ପ୍ରାକୃତିକ ପ୍ରଣାଳୀରେ ହେଉଛି କଙ୍କଡ଼ା ଚାଷ

କଳା କଳା ଛୋଟ ପ୍ଲାଷ୍ଟିକ ବକ୍ସରେ କଙ୍ଗଡ଼ା ଚାଷ ଆଧୁନିକ ଜ୍ଞାନ କୌଶଳ ଆପଣାଇ ହେଉଛି ଭଳି ଭଳିକା କଙ୍କଡ଼ା ବର୍ଷକୁ ରୋଜଗାର ହେଉଛି ୫ ଲକ୍ଷ ଟଙ୍କା ବେକାର ଯୁବକ ଯୁବତୀଙ୍କୁ କାମ ବି ଯୋଗାଉଛନ୍ତି କୃଷ୍ଣପ୍ରସାଦ : ପ୍ଲାଷ୍ଟିକର…

  • Friday, 02 July 2021
president
ଶ୍ରୀମନ୍ଦିର ବୁଲିଲେ, ଦରମାରୁ ଲକ୍ଷେ ଟଙ୍କା ଦାନ କଲେ ରାଷ୍ଟ୍ରପତି

ପୁରୀ : ଶ୍ରୀଜିଉଙ୍କ ଦର୍ଶନ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିର ବିକାଶ ଅଭିଯାନରେ ସାମିଲ ହୋଇ ୧ ଲକ୍ଷ ପ୍ରଦାନ କରିଛନ୍ତି । ଶ୍ରୀମନ୍ଦିର ପ୍ରଶାସନକୁ ନିଜ ଦରମାରୁ ରାଷ୍ଟ୍ରପତି ଏହି ସମର୍ପଣ ନିଧି ଅର୍ପଣ କରିଛନ୍ତି । ଶ୍ରୀମନ୍ଦିର…

  • Friday, 02 July 2021
ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱର ଗାଥା

ପୁରୀ(ମଧୁସୂଦନ ମିଶ୍ର) :  ମହାତ୍ମାଗାନ୍ଧୀଙ୍କ ମାର୍ଗଦର୍ଶନରେ ହଜାର ହଜାର ଭାରତୀୟ ମହିଳା ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇ ଇଂରେଜ ସରକାରଙ୍କୁ ଦେଶରୁ ବିତାଡିତ କରିବା ପାଇଁ ଦିନରାତି ଏକ କରିଦେଇଥିଲେ । ଖଟି ଖାଅ କାଟି ପିନ୍ଧର ନାରାକୁ ମହିଳାମାନେ ହିଁ…

  • Friday, 02 July 2021
swargadwara
ଆଜିଠୁ ପୁରୀ ସ୍ୱର୍ଗଦ୍ୱାରରେ କଟକଣା : ବାହାର ଜିଲ୍ଲାର ଲୋକେ କରିପାରିବେନି ଶବଦାହ

ଆଜିଠୁ ବାହାର ଜିଲ୍ଲାର ଲୋକଙ୍କ ପାଇଁ ସ୍ୱର୍ଗଦ୍ୱାର ବନ୍ଦ କୋଭିଡରେ ମୃତ ବ୍ୟକ୍ତିଙ୍କ ଶବଦାହ ଉପରେ କଟକଣା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ଅସ୍ଥି ବିସର୍ଜନ ଓ ଶ୍ରାଦ୍ଧ ଆଦିକାର୍ଯ୍ୟରେ ମଧ୍ୟ ବାହାର ଜିଲ୍ଲା ଲୋକଙ୍କ ଲାଗି…

  • Friday, 02 July 2021
ବିଷାକ୍ତ ଖାଦ୍ୟ ଖାଇ ଆଖି ବୁଜିଲେ ୩ ଭାଇଭଉଣୀ

ମାଲକାନଗିରି: ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ମାଲକାନଗିରି ଜିଲ୍ଲା କଚେଲି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୨ଜଣ ଭଉଣୀ ଓ ଜଣେ ଭାଇ ଅଛନ୍ତି। ମୃତ୍ୟୁବରଣ କରିଥିବା ୩ ପିଲାଙ୍କ ବୟସ- ୧୨,୭ ଓ ୩ ବର୍ଷ। ସେମାନଙ୍କ ନାଁ ସୁକାନ୍ତି ମାଡ଼ି, ସୀତାରାମ ମାଡ଼ି, ଅଞ୍ଜଳି ମାଡ଼ି। ତେବେ ମା’ ଓ ଆଉ ଜଣେ ଭଉଣୀ ଗୁରୁତର ଥିବା ସୂଚନା ମିଳିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ […]

  • Friday, 02 July 2021
collage (11)
ଗାଁ ମୁଣ୍ଡରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ନୂଆପଡା(ମାୟାଧର ସରାଫ୍) : ଗାଁ ପାଖରେ ବୁଲୁଛି ବାଘ । ନୂଆପଡା ଜିଲ୍ଲା ଖରିଆରରୋଡ ରେଞ୍ଜ ଅନ୍ତର୍ଗତ ହଲଦୀ ଗାଁ ନିକଟ ଜଙ୍ଗଳରେ ଏକ କଲରାପତରିଆ ବାଘ ବୁଲୁଥିବା ଜଣାପଡିଛି । କିଛି ଦିନ ହେବ ଏ ସଂରକ୍ଷିତ ଜଙ୍ଗଳରେ ବାଘ…

  • Friday, 02 July 2021
PKG
ଶସ୍ୟ ଶ୍ୟାମଳା ହୋଇ ପୁଣି ହସି ଉଠିବ ମୋ ଗାଁ : ପୁରୁଣା ଅଙ୍କାବଙ୍କା ରାସ୍ତା କଡ଼େ କଡ଼େ ଗଛ ଲଗାଉଛନ୍ତି ଯୁବଗୋଷ୍ଠୀ

ନୂଆପଡା(ମାୟାଧର ସରାଫ): ଶସ୍ୟ ଶ୍ୟାମଳା ହେବ ଗାଁ। ଜଙ୍ଗଲ ବୃଦ୍ଧି ପାଇଲେ ଫେରିଆସିବ ପଶୁପକ୍ଷୀ। କିଚିରିମିଚିରି ଶବ୍ଦରେ ଫାଟି ପଡ଼ିବ ଗାଁ।ସହର ଜୀବନଶୈଳୀକୁ ଆଦରି ନେଇଥିବା ଲୋକେ ଗାଁକୁ ଫେରିବେ। ସବୁଜିମାମୟ ହେବ ନୂଆପଡା ଜିଲ୍ଲ। ଗାଁର ନୀରିହପଣ ଓ ସରଳତାରେ…

  • Friday, 02 July 2021
7
କର୍ଫ୍ୟୁ କଟକଣା ମାନୁନି ଦାନବ ଭୋକ : ଶୂନଶାନ ରାତିରେ ଅଇଁଠା ଖଲି ଚାଟୁଛନ୍ତି ଅସହାୟ ବୃଦ୍ଧ

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ମୁହଁ ନୁହେଁ ଆଖି କଥା କହୁଛି । କର୍ଫ୍ୟୁରେ ଦାଉ ଦାଉ ଜାଳୁଛି ପେଟର ଭୋକ । ସଂକ୍ରମଣ ଭୟ ଭିତରେ ନିତିଦିନିଆ ଅତିଥି ପାଲଟିଛି ଭୋକ । ପେଟର ଭୋକ ଅହରହ ଜାଳୁଛି ମଣିଷକୁ, ଶାନ୍ତିରେ ରଖେଇ ଦେଉନି…

  • Friday, 02 July 2021
nayagarh
ସାଢେ ତିନି ବର୍ଷର ସ୍ପ୍ରିଙ୍ଗ ଗର୍ଲ ପ୍ରିୟଦର୍ଶିନୀ 

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ) : ନୟାଗଡ଼ର କୁନି ରାମଦେବ । ମାତ୍ର ସାଢେ ତିନି ବର୍ଷର କୁନି ଝିଅ ଟିଏ, ନିଖୁଣ ଏବଂ ନିର୍ଭୁଲ ଭାବେ ପ୍ରଦର୍ଶନ କରୁଛି ଯୋଗର ସମସ୍ତ ମୁଦ୍ରା । ଚକ୍ରାସନ, ମତ୍ସ୍ୟାସନ,  ବୃଶ୍ଚିକାସନ, ଭୂନମାସନ, ପଦାହସ୍ତାସନ, ପଶ୍ଚିମତାନାସନ…

  • Friday, 02 July 2021
water problem
ଖରା ଆରମ୍ଭରୁ ଜଳକଷ୍ଟ : ଲୁଣି ଓ ଆଇରନ ମିଶା ପାଣି ଯୋଗୁଁ ଚିନ୍ତାରେ ଲୋକେ

ପାରାଦୀପ,ନବରଙ୍ଗପୁର(ରମାକାନ୍ତ ନାୟକ, ନବଘନ ବିଷୋୟୀ) : ଖରା ତାତି ବଢିବା ସାଙ୍ଗକୁ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଂଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା । ନଳକୂପ ଜଳ ଅନେକ ସ୍ଥାନରେ ଲୁଣି ଓ ଆଇରନ ଯୁକ୍ତ ହୋଇଥିବାରୁ ସମସ୍ୟା…

  • Friday, 02 July 2021
nabarangpur
ରାସ୍ତା କଡ଼େ କଡ଼େ ବୁଲୁଛନ୍ତି ଭାଲୁ : ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ

ନବରଙ୍ଗପୁର(ନବଘନ ବିଷୋୟୀ) : ରାସ୍ତା କଡ଼ରେ ନିର୍ଭୟରେ ବୁଲୁଛନ୍ତି ଭାଲୁ। ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ସିନ୍ଧିଗୁଡ଼ା ଗ୍ରାମ ନିକଟରେ ପୁଣି ଭାଲୁ ବୁଲୁଥିବାର ସୂଚନା ମିଳିଛି l ରାସ୍ତା କଡ଼େ କଡ଼େ ୪ ଟି ଭାଲୁ ବୁଲୁ ଥିବାର…

  • Friday, 02 July 2021
naveen
ଜନ୍ମଦିନରେ ଗରିବଙ୍କୁ ସାହାଯ୍ୟ କରିବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏଥର ଜନ୍ମଦିନ କିପରି ପାଳନ କରବେ ସେ ନେଇ ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଦେଇଛନ୍ତି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି। ଦଳୀୟ କର୍ମୀ ଓ ଶୁଭେଚ୍ଛୁମାନଙ୍କୁ ନୀବନ ନିବାସ ନ ଆସିବାକୁ ସେ ଅନୁରୋଧ କରିଛନ୍ତି। ସେହିପରି  ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ  ଆହ୍ୱାନ ଦେଇଛନ୍ତି। ଏଥିସହିତ ରକ୍ତଦାନ ଓ ପ୍ଲାଜମା ଦାନ […]

  • Friday, 02 July 2021
131878029_426601338674608_8495744340696941711_n
ଚାକିରି ପାଇଲେ ପୂଜା କିନ୍ନର: ରେଢାଖୋଲ ଉପଖଣ୍ଡରେ ପ୍ରଥମ

ରେଢାଖୋଲ(ରମାକାନ୍ତ ମହାନନ୍ଦ): ସମ୍ମାନ ସହ ମିଳିଲା ବଂଚିବାର ଅଧିକାର। ଜୀବନର ଅଙ୍କାବଙ୍କା ରାସ୍ତାରେ ନିର୍ଯାତନା ଓ ପ୍ରତାରଣା ତାଙ୍କୁ ସଂଗ୍ରାମରେ ହରାଇ ପାରିଲାନି। ସମାଜର ଟାହି ଟାପରାକୁ ଭ୍ରୁକ୍ଷେପ ନକରି ଦୃଢ଼ ଆତ୍ମବିଶ୍ୱାସ ବଳରେ ନିଜକୁ ସ୍ୱାବଲମ୍ବୀ କରିପାରିଛନ୍ତି ପୂଜା କିନ୍ନର।…

  • Friday, 02 July 2021
odisha
ବ୍ରିଜ୍‌ ଉପରେ ଚପଲ, ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଲେ ୨ ଭଉଣୀ

ବଲାଙ୍ଗିର: ନଦୀକୁ ଡେଇଁ ପଡ଼ି ୨ ଭଉଣୀ ନିଖୋଜ। ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍‌ ଉପରେ ଆଜି ଏହି ଅଘଟଣ ଘଟିଛି। ବ୍ରିଜ୍‌ ଉପରେ ଗୋଟିଏ ସ୍କୁଟି ଓ ୨ ହଳ ଚପଲ ପଡ଼ି ରହିଥିବା ଦେଖିବାକୁ ମିଳିଛି। ସେମାନେ ୨ ଭଉଣୀ ଓ ସେମାନଙ୍କ ଘର ଗୁଡ଼ଭେଲା ଅଞ୍ଚଳରେ ବୋଲି ସୂଚନା ମିଳିଛି। ଉଭୟଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, […]

  • Friday, 02 July 2021
otv
ଓଟିଭିର ବରିଷ୍ଠ ସାମ୍ବାଦିକଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ଓଟିଭିର ବରିଷ୍ଠ ସାମ୍ବାଦିକଙ୍କୁ ଉଠାଇ ନେଲା ପୋଲିସ। ଓଟିଭିର ଭୁବନେଶ୍ୱର ପ୍ରତିନିଧି ରମେଶ ରଥଙ୍କୁ ପୋଲିସ୍ ଉଠାଇ ନେଲା। ରମେଶଙ୍କୁ ତାଙ୍କ ଘର ପାଖରୁ ପୋଲିସ ଉଠାଇ ନେଇଛି। ୪ରୁ ୫ ଜଣ ପୋଲିସ ଜୋର ଜବରଦସ୍ତ ଉଠାଇ ନେଇଥିବା ଜଣାପଡ଼ିଛି। ରମେଶଙ୍କୁ ଗାଡ଼ିରେ ବସାଇ ଅଜ୍ଞାତ ସ୍ଥାନକୁ ପୋଲିସ ନେଇଯାଇଛନ୍ତି। ଏମିତିକି ଫୋନ୍‌ଟିଏ କରିବାକୁ ବି ରମେଶଙ୍କୁ ସୁଯୋଗ ଦେଇନଥିଲେ। ଫୋନ୍ କରିବାକୁ ଚାହିଁବାରୁ, ମୋବାଇଲ ଛଡ଼ାଇ ନେଇଥିଲା ପୋଲିସ। ଏ ସମସ୍ତ ଘଟଣା […]

  • Friday, 02 July 2021
arrest
କଟକ ଗଣଦୁଷ୍କର୍ମ ମାମଲା: ପ୍ରମାଣ ଖୋଜିବ ସାଇଣ୍ଟିଫିକ ଟିମ

କଟକ: ତିର୍ତ୍ତୋଲ ଅଞ୍ଚଳର ଛାତ୍ରୀକୁ କଟକରେ ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। କଟକ ଡିସିପି ପ୍ରତୀକ ସିଂ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଗତକାଲି ରାକେଶ ରାଉତ ନାମକ ଯଣେ ଯୁବକକୁ ଗିରଫ କରାଯାଇଥିବାବେଳେ ଆଜି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସନ୍ତୋଷ ବେହେରାକୁ ଗିରଫ କରିଛି କମିଶନରେଟ ପୋଲିସ। ଚାଉଳିଆଗଞ୍ଜ ଥାନାରେ POCSO ଓ ଅନ୍ୟ ଦଫାରେ ମାମଲା ହୋଇଛି। ସେମାନଙ୍କଠାରୁ ୩ଟି ମୋବାଇଲ ଜବତ […]

  • Friday, 02 July 2021
rathayatra
ପାଖେଇ ଆସୁଛି ରଥଯାତ୍ରା; ଶେଷ ହେବାକୁ ଯାଉଛି ରଥକାମ

ପୁରୀ: ବିନା ଭକ୍ତରେ ହେବ ପୁରୀ ରଥଯାତ୍ରା। ଭକ୍ତ ନ ଆସିଲେ ବି ଉତ୍ସାହ କମିନି। ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସୁଥିବା ବେଳେ ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି । ସେପଟେ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଚୂଡାନ୍ତ ପର୍ଯ୍ୟାୟରେ…

heavyrain
୧୯ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ। ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ବେଳକୁ ଦାନାବାନ୍ଧି ପାରେ ଆଉ ଏକ ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଏନେଇ ବିସ୍ତୃତ ସୂଚନା ବା ପୂର୍ବାନୁମାନ ଆସିନାହିଁ। ପୂର୍ବରୁ ଲଘୁଚାପ ବର୍ଷାରେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ ହୋଇଥିବା ବେଳେ ଆଉଏକ ଲଘୁଚାପ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପୁଣି ଚିନ୍ତା ବଢାଇଛି। ପ୍ରକାଶଥାଉକି, ଗତ ତାରିଖରେ […]

  • Friday, 02 July 2021
s
ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ପାଇଁ ଦାୟୀ କିଏ?

ଭୁବନେଶ୍ୱର: ରାଜଭବନ ପାଖ ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣାରେ DNA ଟେଷ୍ଟ ପାଇଁ ଭୁବନେଶ୍ୱରରେ ସୀମାଞ୍ଚଳଙ୍କ ପରିବାର ପହଞ୍ଚିଛନ୍ତି। ନିଖୋଜ ସୀମାଞ୍ଚଳଙ୍କ ବାପା, ମାଆ ଓ ଭାଇ କ୍ୟାପିଟାଲ ହସ୍ପିଟାଲକୁ ଏହି ଟେଷ୍ଟ ପାଇଁ ଯାଇଛନ୍ତି। ସୀମାଞ୍ଚଳଙ୍କ ବାପା ବିସ୍ଫୋରଣ ପାଇଁ ଦାୟୀ କିଏ ସେ ନେଇ ପ୍ରଶ୍ନ କରିଛନ୍ତି। ବିସ୍ଫୋରଣ କାହାର ଭୁଲ ପାଇଁ ହେଲା ଏବଂ ଏଥିପାଇଁ କିଏ ଦାୟୀ ସ୍ପଷ୍ଟ ହେଉ ବୋଲି ସେ କହିଛନ୍ତି। ଏହା ସହ ପୁଅ ନିଖୋଜ ନେଇ […]

  • Friday, 02 July 2021
pratap-jena
'ପିସିସି ସଭାପତି ଛୋଟପିଲା ଭଳି ମନ୍ତବ୍ୟ ଦେଇଛନ୍ତି'

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ଶରତ କରଙ୍କୁ ଗାର୍ଡ ଅଫ୍ ଅନର ଦିଆନଯିବା କଥାକୁ ନେଇ ଆଇନ ମନ୍ତ୍ରୀ ପ୍ରତାପ ଜେନା ସ୍ପଷ୍ଟୀକରଣ ଦେଇଛନ୍ତି। ଗାର୍ଡ ଅଫ୍ ଅନର ପାଇଁ ପ୍ରସ୍ତୁତି ସରିଥିଲା, କିନ୍ତୁ ସଂଧ୍ୟା ଯୋଗୁଁ ଦିଆଯାଇପାରିଲା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି। ଶରତ କରଙ୍କୁ ଗାର୍ଡ ଅଫ୍ ଅନର ଦିଆନଯିବାରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଭିଯୋଗ ଆଣିଥିଲେ। ଏହାର ଜବାବରେ ମନ୍ତ୍ରୀ କହିଛନ୍ତି ଯେ, ପରିବାରର ଇଚ୍ଛା ଏବଂ କୋଭିଡ଼ କଟକଣା ମାନି ସବୁକିଛି […]

  • Friday, 02 July 2021
light
ପ୍ରବଳ ବର୍ଷିବ, ୧୪ ଜିଲ୍ଲାକୁ ବଜ୍ରପାତ ଆଲର୍ଟ

ଭୁବନେଶ୍ୱର: ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳରେ ପ୍ରବଳ ବର୍ଷିବ। ସେହିପରି କାଲି ୧୪ ଜିଲ୍ଲାକୁ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଦିଆଯାଇଛି। ସେହି ଜିଲ୍ଲାଗୁଡିକ ହେଲା:- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖ ବେଳକୁ ଦାନାବାନ୍ଧି ପାରେ […]

  • Friday, 02 July 2021