• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

laghuchap
ଲଘୁଚାପ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

କୋରାପୁଟ: ଲଘୁଚାପକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତାକାଲି ଓ ୨୦ ତାରିଖରେ କୋରାପୁଟ୍ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଜିଲ୍ଲାକୁ ସତର୍କ କରାଯାଇଛି। ଏଥିସହ ଏହାର ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ହୋଇଛି। ବର୍ଷା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଇନ୍ଦ୍ରାବତୀ, ଅପରକୋଲାବ ଓ ତେଲେଙ୍ଗିରି ଜଳଭଣ୍ତାରରେ ଜଳସ୍ତର ବହୁତ କମ ଥିବାରୁ ଏହା ସମସ୍ୟା ସୃଷ୍ଟି କରିବ ନାହିଁ […]

  • Friday, 02 July 2021
କାଲିଠୁ ୩ ଦିନ ବର୍ଷା ସମ୍ଭାବନା, ୨୦ରୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୧ ତାରିଖ ଯାଏ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ।  ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ […]

  • Friday, 02 July 2021
crime
ଘାଟିରେ ମିଳିଲା ଦୁଇ ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

କନ୍ଧମାଳ: ଦୁଇ ଯୁବକଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା। କନ୍ଧମାଳ ତୁମୁଡ଼ିବନ୍ଧ ଅଞ୍ଚଳରେ ଦେଖାଦେଇଛି ଉତ୍ତେଜନା। ସ୍ଥାନୀୟ ବୁଦୁଲିପଦର ଘାଟିରେ ଦୁଇ ଯୁବକଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର କରାଯାଇଛି। ଯାହା ପରେ ଲୋକଙ୍କ ମଧ୍ୟରେ ଘଟଣାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଯୁବକଙ୍କ ମୃତ୍ୟୁ କାରଣ କଣ ଏବଂ ଏହାର ତଦନ୍ତ ଦାବି କରି ୫୯ ନମ୍ବର ଜାତୀୟ ରାଜପଥ ତୁମୁଡ଼ିବନ୍ଧ ହସ୍ପିଟାଲ୍ ସମ୍ମୁଖ ରାସ୍ତା ଅବରୋଧ ହୋଇଛି। ଫଳରେ ତୁମୁଡ଼ିବନ୍ଧ-ବାଲିଗୁଡ଼ା ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ […]

  • Friday, 02 July 2021
beggar
ଭିକାରୀମୁକ୍ତ ହେବ ଭୁବନେଶ୍ୱର

ଭୁବନେଶ୍ୱରକୁ ଭିକାରୀମୁକ୍ତ ସହର କରିବାକୁ ଲକ୍ଷ୍ୟ ବିରାଟ ଅଭିଯାନ ଆରମ୍ଭ ରାଜଧାନୀର ସବୁ ଗଳିକନ୍ଦିରୁ ଭିକାରୀମାନଙ୍କୁ ଉଦ୍ଧାର କରି ବିଭିନ୍ନ ଥଇଥାନ କେନ୍ଦ୍ରରେ ରଖିବାକୁ ନିଷ୍ପତ୍ତି ଭୁବନେଶ୍ୱର: ଭୁବନେଶ୍ୱରକୁ ଭିକାରୀମୁକ୍ତ ସହର କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଏକ ବିରାଟ ଅଭିଯାନ…

  • Friday, 02 July 2021
kamal nath
କମଳନାଥଙ୍କ ବିବାଦୀୟ ବୟାନକୁ ନେଇ ତାତିଲେ ଇମରତୀ ଦେବୀ, କହିଲେ....

ଭୋପାଳ:ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ ବିଜେପି ନେତ୍ରୀ ଇମରତୀ ଦେବୀଙ୍କୁ ‘ଆଇଟମ୍’ ବୋଲି କହିବା ସରଗରମ ହୋଇଛି ରାଜନୀତି। ଇମରତୀ ଦେବୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ସୋନିଆଗାନ୍ଧୀଙ୍କୁ ଜବାବ ମାଗିଛନ୍ତି। ମଧ୍ୟପ୍ରଦେଶରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। କମଳନାଥ ଡବରାରେ କଂଗ୍ରେସ ପ୍ରାର୍ଥୀ ସୁରେଶ ରାଜେଙ୍କ ସମର୍ଥନରେ ପ୍ରଚାର କରିବା ପାଇଁ ଯାଇଥିଲେ। ଏହି ସମୟରେ ସେ ସବୁ ମର୍ଯ୍ୟାଦା ଭୁଲି ବିଜେପି ପ୍ରାର୍ଥୀ ଇମରତୀ ଦେବୀଙ୍କୁ ଆଇଟମ୍‌ କହିଥିଲେ। ସେହିପରି ଅଜୟ ସଂହ ମଧ୍ୟ ଜଲେବି […]

  • Friday, 02 July 2021
କଦଳୀ ଭଣ୍ଡା ଚୁଙ୍ଗୁଡ଼ି ମହୁର
କଦଳୀ ଭଣ୍ଡା ଚୁଙ୍ଗୁଡ଼ି ମହୁର

ଆବଶ୍ୟକ ସାମଗ୍ରୀ: ଚିଙ୍ଗୁଡ଼ି, କଦଳୀ ଭଣ୍ଡା, ପିଆଜ, ଆଦା ରସୁଣ ଓ ଲଙ୍କା ପେଷ୍ଟ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଜିରା ପାଉଇଡର, ଲୁଣ, ରିଫାଇନ୍‌ ତେଲ। କେମିତି ତିଆରି କରିବେ କଦଳୀ ଭଣ୍ଡା ଚୁଙ୍ଗୁଡ଼ି ମହୁର ପ୍ରସ୍ତୁତି ପ୍ରଣାଳୀ:  ପ୍ରଥମେ ଚିଙ୍ଗୁଡ଼ିରେ ଲୁଣ ହଳଦୀ ପାକାଇ ରଖନ୍ତୁ ଓ କଦଳୀ ଭଣ୍ଡାକୁ ଲୁଣ ହଳଦୀ ପାଣିରେ କିଛି ସମୟ ରଖନ୍ତୁ। ତା’ପରେ କଢେଇ ବସାଇ ସେଥିରେ ରିଫାଇନ୍‌ ତେଲ ପଖାନ୍ତୁ। ତେଲ ଗରମ ହେବା ପରେ ଚୁଙ୍ଗୁଡ଼ି […]