• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

Amitsaha-ptl
'ମୁଁ ଦୁଷ୍କର୍ମର ଶିକାର ହୋଇଥାନ୍ତି, ମୋତେ ମାରି ଦିଆଯାଇ ଥାନ୍ତା'

ମୁମ୍ୱାଇ: ବଲିଉଡ୍‌ ଅଭିନେତ୍ରୀ ଅମୀଷା ପଟେଲ୍‌ଙ୍କ ଏକ ଅଡିଓ ମେସେଜ୍‌ ଏବେ ଭାଇରାଲ୍‌ ହେବାରେ ଲାଗିଛି। ଯେଉଁଥିରେ ସେ ବିହାର ନିର୍ବାଚନ ପ୍ରଚାର ସମୟରେ କିପରି ନିଜକୁ ଅସୁରକ୍ଷିତ ମନେକରୁଥିଲେ ସେ ବିଷୟରେ କହିଛନ୍ତି। ତାଙ୍କୁ ଦୁଷ୍କର୍ମ‌ କିମ୍ୱା ହତ୍ୟା କରାଯିବାର ସେ ଆଶଙ୍କା କରିଥିଲେ ବୋଲି ଭିଡିଓରେ କହିଛନ୍ତି ଅମୀଷା। ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମକୁ ସକ୍ଷାତକାର ଦେଇ ଅମୀଷା କହିଛନ୍ତି ଯେ ସେ ଜଣେ ଅତିଥି ଭଳି ବିହାରକୁ ଲୋକ ଜନଶକ୍ତି ପାର୍ଟିର ନେତା ପ୍ରକାଶ […]

  • Friday, 02 July 2021
laxmi bomb
ଅକ୍ଷୟ କୁମାରଙ୍କ ‘ଲକ୍ଷ୍ମୀ ବମ୍‌’ ଉପରେ ବର୍ଷିଲେ ମୁକେଶ ଖନ୍ନା, କହିଲେ....

ନୂଆଦିଲ୍ଲୀ: ବଲିଉଡର ଖିଲାଡି ଷ୍ଟାର ଅକ୍ଷୟ କୁମାର ଆଜିକାଲି ତାଙ୍କର ଫିଲ୍ମ ଲକ୍ଷ୍ମୀ ବମ୍‌ର (Laxmmi Bomb) ପ୍ରମୋଶନକୁ ନେଇ ଖୁବ୍‌ ବ୍ୟସ୍ତ। ତେବେ ସୋସିଆଲ ମିଡିଆରେ ଅକ୍ଷୟ କୁମାରଙ୍କ ଏହି ଫିଲ୍ମର ଟାଇଟଲକୁ ନେଇ ଖୁବ୍ ଚର୍ଚ୍ଚା ଚାଲିଛି। ଏହି ମାମଲାରେ ଅଭିନେତା ମୁକେଶ ଖନ୍ନା ତାଙ୍କର ଇନ୍‌ଷ୍ଟାଗ୍ରାମରେ ଏକ ଲମ୍ବା ଚୌଡା ପୋଷ୍ଟ ଲେଖିଛନ୍ତି ଯାହା ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଛି। ମୁକେଶ ଖନ୍ନା ପୋଷ୍ଟରେ ଲେଖିଛନ୍ତି, “ଲକ୍ଷ୍ମୀ ବମ୍‌‌’ ଟାଇଟଲରେ କୌଣସି […]

  • Friday, 02 July 2021
accident
ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ବିଶାଖାପାଟଣା: ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଭ୍ୟାନ୍‌ ଓଲଟି ପଡ଼ିବା ଯୋଗୁ ୬ଜଣଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଭ୍ୟାନ୍‌ରେ ୧୫ଜଣ ଥିଲେ ବୋଲି ସୂଚନା ମିଳିଛି। ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଭାରସାମ୍ୟ ହରାଇ ଭ୍ୟାନ୍‌ଟି ଓଲଟି ପଡ଼ିଥିଲା।

  • Friday, 02 July 2021