• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

ବିନା ଦୋଷରେ ଭୋଗିଲେ ଜେଲ୍‌, ଏବେ ପାଞ୍ଚ ଲକ୍ଷ ଗଣିବେ ପୋଲିସ୍‌ ଅଧିକାରୀ

ଭୁବନେଶ୍ୱର: ବିନା ଅପରାଧରେ ହତ୍ୟାକାରୀ ସାଜି ଜେଲ ଦଣ୍ଡ ଭୋଗିଥିବା ଦୁଇ ନିର୍ଦ୍ଦୋଷଙ୍କୁ ମିଳିବ ୫ ଲକ୍ଷ ଟଙ୍କାର କ୍ଷତିପୂରଣ। ମିଥ୍ୟା ମାମଲାରେ ୨ ନିର୍ଦ୍ଦୋଷଙ୍କୁ ଅପରାଧୀ ସଜାଇ ଥିବା ତତ୍କାଳୀନ ଥାନା ଆଇଆଇସି ଗଣିବେ ତଣ୍ଡ। ୨୦୧୬ ମସିହାରେ ବରଗଡ଼ ପାଇକମାଳର ନିଖୋଜ ନାବାଳକଙ୍କୁ ହତ୍ୟା କରାଯାଇଥିବା ଦର୍ଶାଇ ୨ ଜଣଙ୍କୁ ଜେଲ୍ ପଠାଇଥିଲା ପୋଲିସ। ହେଲେ ୨୦୧୮ରେ ସଂପୃକ୍ତ ନାବାଳକ ଜୀବିତ ଅବସ୍ଥାରେ ଘରକୁ ଫେରି ଆସିଥିଲେ। ପରେ ଘଟଣା ନେଇ OHRCଙ୍କ ଦ୍ୱାରସ୍ଥ […]

  • Thursday, 01 July 2021
ଲଣ୍ଡନ: କରୋନାକୁ ନେଇ ପୁଣି ଏକ ଚକିତ କରିଦେବା ପରି ଖବର ସାମ୍ନାକୁ ଆସିଛି।

ଲଣ୍ଡନ: କରୋନାକୁ ନେଇ ପୁଣି ଏକ ଚକିତ କରିଦେବା ପରି ଖବର ସାମ୍ନାକୁ ଆସିଛି। ଜଣେ ୭୨ ବର୍ଷୀୟ ବୃଦ୍ଧ କରୋନା ପଜିଟିଭ ବାହାରିଛନ୍ତି। ଦିନେ ନୁହେଁ କି ଦୁଇ ଦିନ ନୁହେଁ, ଦୀର୍ଘ ୧୦ ମାସ ହେଲା ସେ ପଜିଟିଭ…

  • Thursday, 01 July 2021
kangana
କଙ୍ଗନାଙ୍କ ଲେହେଙ୍ଗା ପାଇଁ ଲାଗିଥିଲା ବର୍ଷେରୁ ଅଧିକ ସମୟ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରନାୱତଙ୍କ ଭାଇ ଅକ୍‌ସଦ୍‌ଙ୍କ ବିବାହ ହୋଇଛି। ନିକଟରେ ସୋଶାଲ୍‌ ମିଡିଆରେ ଭାଇଙ୍କ ବିବାହର ଫଟୋ ଶେଆର କରି କଙ୍ଗନା ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଥିସହ ସେ ବିବାହରେ ପିନ୍ଧିଥିବା ଡ୍ରେସ୍‌ର ଫଟୋ ଶେଆର କରିଥିଲେ। କଙ୍ଗନା ପାରମ୍ପରିକ ଗୁଜୁରାଟୀ ବାନ୍ଧିନୀ ଲେହେଙ୍ଗା ସହ ସବ୍ୟସାଚ୍ଚୀ ଡିଜାଇନର୍‌ ‌ଅଳଙ୍କାର ପିନ୍ଧିଥିଲେ। ତେବେ କଙ୍ଗନାଙ୍କର ଏହି ରାଜପୁତ ଲୁକ୍‌ ଡିଜାଇନ୍‌ କରିବା ପାଇଁ କେତେ ସମୟ ଲାଗିଥିଲା ଜାଣନ୍ତି? ଏହି ଲେହେଙ୍ଗା ତିଆରି କରିବାକୁ […]

  • Thursday, 01 July 2021