• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

puri
ହାଜତ ମୃତ୍ୟୁକୁ ନେଇ ବିଧାନସଭା ହୁଲସ୍ତୁଲ

ପୁରୀ: ତିନିଦିନ ପରେ ବି ଥମୁନି ପୁରୀ ହାଜତ ମୃତ୍ୟୁର ତାତି। ବିଧାନସଭା ହୁଲସ୍ତୁଲ। ରାଜରାସ୍ତାରେ ଜାରି ରହିଛି ଅଶାନ୍ତିର ନିଆଁ ପୁରୀରେ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ବିଜେପିର ହଲ୍ଲାବୋଲ୍। ଶୋଭାଯାତ୍ରା, ବିକ୍ଷୋଭ, କୁଶପୁତ୍ତଳିକା ଦାହ। ସମ୍ବିତ ପ୍ରଥମେ ମୃତ କେ.ରମେଶଙ୍କ ଘରେ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇଥିଲେ କହିଥିଲେ, ଏହା ହାଜତ ମୃତ୍ୟୁ ନୁହେଁ, ହାଜତ ହତ୍ୟା। ଦୋଷୀଙ୍କ ବିରୋଧରେ ୩୦୨ ଦଫାରେ ମାମଲା ରୁଜୁ ହେଉ। ପରିବାରକୁ ରାଜ୍ୟ […]

  • Thursday, 01 July 2021
sanas
ବଲିଉଡ୍‌ ଛାଡିବା ପରେ ମୌଲାନା ମୁଫତି ଅନାସଙ୍କୁ ବିବାହ କଲେ ସନା

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ତଥା ବିଗ୍ ବସ୍ ରନର୍ ଅପ୍ ସନା ଖାନ୍ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ତାଙ୍କର ଏହି ନିଷ୍ପତ୍ତି ସମସ୍ତଙ୍କୁ ଚକିତ କରି ଦେଇଥିଲା। ସନା ଖାନ ନିକଟରେ ଫିଲ୍ମ ଜଗତ ଛାଡି ଧର୍ମର ପଥ ଅନୁସରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ନେଇ ତାଙ୍କ ପ୍ରଶଂସକମାନେ ନାନା ପ୍ରତିକ୍ରିୟା ଦେଇଥିଲା। ଏବେ ସନା ଖାନ ଆଉ ଏକ କାରଣ ନେଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସନା ଗୁଜରାଟର ମୌଲାନା […]

  • Thursday, 01 July 2021
jimut-patnaik-1
ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ଜୀମୂତ ପଟ୍ଟନାୟକଙ୍କ ପରଲୋକ

କଟକ: ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ଜୀମୂତ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ କଟକ ସିଡିଏ ସେକ୍ଟର-୧୦ରେ ରହୁଥିଲେ। ଏକ ଟିଭି ସିରିଏଲ୍‌ ପାଇଁ ଶୁଟିଂ କରୁଥିବା ବେଳେ ଅସୁସ୍ଥ ଅନୁଭବ କରିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ […]

  • Thursday, 01 July 2021
lina
ଚାଲିଗଲେ ଅଭିନେତ୍ରୀ ଲୀନା

ମୁମ୍ୱାଇ: ଟେଲି ଅଭିନେତ୍ରୀ ଲୀନା ଆଚାର୍ଯ୍ୟଙ୍କର ଦେହାନ୍ତ ହୋଇଛି। ଶନିବାର ସେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କିଡ୍‌ନୀ ଫେଲ୍‌ ହେବାରୁ ଲୀନାଙ୍କର ମୃତ୍ୟୁ ହୋଇଛି। ତେବେ ଦାର୍ଘ ଦିନ ଧରି ଲୀନା କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। କିଛିଦିନ ପୂର୍ବରୁ ତାଙ୍କ ଶରୀରରେ ତାଙ୍କ ମା’ଙ୍କର ଏକ କିଡ୍‌ନୀ ପ୍ରତିରୋପଣ କରାଯାଇଥିଲା। ଶେଷରେ ଗତକାଲି  ଦିଲ୍ଲୀର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ‘ମେରି ହାନିକାରକ ବିବି’  ‘ସେଠ୍‌ ଜୀ’, ‘ଆପ କେ […]

  • Thursday, 01 July 2021
prabhu-deba
ବିବାହ କଲେ ପ୍ରଭୁଦେବା

ମୁମ୍ବାଇ: ଗତ କିଛି ଦିନ ଧରି ବଲିଉଡ୍‌ ତଥା ସାଉଥ୍‌ କୋରିଓଗ୍ରାଫର ପ୍ରଭୁଦେବାଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା। ପ୍ରଭୁ ତାଙ୍କ ଭାଣିଜୀଙ୍କ ସହ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ବୋଲି ଖବର ମିଳିଲା। କିନ୍ତୁ ଏବେ ଭାଣିଜୀକୁ ନୁହେଁ ମୁମ୍ବାର ଜଣେ ଡାକ୍ତରଙ୍କୁ ସେ ପ୍ରେମ ବିବାହ କରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଏ ବିଷୟରେ ଜଣାଇଛନ୍ତି ପ୍ରଭୁଙ୍କ ଭାଇ ରାଜୁ ସୁନ୍ଦରମ୍‌। ତେବେ ପ୍ରଭୁଙ୍କ ପତ୍ନୀଙ୍କ ନାମ ହିମାନୀ। ସେ ମୁମ୍ବାଇର ସାକିନାକା ଅଞ୍ଚଳରେ […]

  • Thursday, 01 July 2021
news-room-live-head-live-4pm
ଅପରାହ୍ଣ ୪ଟା ବେଳର ମୁଖ୍ୟ ଖବର

https://youtu.be/OHcv34IFKhc

  • Thursday, 01 July 2021