ଉଦିତ ନାରାୟଣଙ୍କ ପୁଅ ତଥା ଇଣ୍ଡିଆନ୍ ଆଇଡଲ୍ ହୋଷ୍ଟ ଆଦିତ୍ୟ ନାରାୟଣଙ୍କ ଆଜି ବିବାହ ଉତ୍ସବ। ଅଭିନେତ୍ରୀ ଶ୍ୱେତା ଅଗ୍ରୱାଲଙ୍କ ସହ ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି ଆଦିତ୍ୟ ୧୦ବର୍ଷର ଥିଲା ପ୍ରେମ ସମ୍ପର୍କ। ଏହି ଅବସରରେ ଖୁବ୍ ଧୁମ୍ଧାମରେ ଚାଲିଛି ମ୍ୟାରେଜ ସେଲିବ୍ରେସନ। ଆଦିତ୍ୟଙ୍କ ବରଯାତ୍ରୀରେ ଅନେକ ସମ୍ପର୍କୀୟ, ଅଭିନେତା ଓ ଅଭିନେତ୍ରୀ ଯୋଗ ଦେଇଛନ୍ତି। ପୁଅ ବିବାହକୁ ନେଇ ନାଚି ନାଚି ଖୁସି ମନାଇଛନ୍ତି ବାପା ଉଦିତ୍ ନାରାୟଣ। ଆଦିତ୍ୟଙ୍କ ପାଖରେ ପୁରା ପରିବାର […]
ମୁମ୍ୱାଇ: ବଲିଉଡ୍ ଅଭିନେତା ତଥା ବିଜେପି ସାଂସଦ ସନ୍ନି ଦେଓଲ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସନ୍ନି ଦେଓଲ କରୋନା ଆକ୍ରାନ୍ତ ନେଇ ହିମାଚଳ ପ୍ରଦେଶ ସ୍ୱାସ୍ଥ୍ୟ ସଚିବ ଅମିତାଭ ଅବସ୍ତୀ ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ଓ ସେ ଏବେ ଆଇସୋଲେସନ୍ରେ ଅଛନ୍ତି। ସନ୍ନି ଟ୍ୱିଟ୍ କରି ଏହା କହିଛନ୍ତି। କିଛି ଦିନ ପୂର୍ବେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି। मैंने […]
ରାଜ୍ୟରେ ପିସିଭି ଟିକାକରଣ ଆରମ୍ଭ ହୋଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ରାଜ୍ୟସ୍ତରୀୟ ନିମୋକୋକାଲ କଞ୍ଜୁଗେଟ ଭ୍ୟାକ୍ସିନର ଟିକାକରଣ, ଭିଡିଓ କନଫରେନ୍ସିଂରେ ଶୁଭାରମ୍ଭ କରିଛନ୍ତି । କମ ରୋଗ ପ୍ରତିରୋଧକ ଶକ୍ତି ଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବାର ଆଶଙ୍କା ଦେଖା…
କରୋନା ସଂକ୍ରମଣ ବେଳେ ଜୁଲାଇ ଗାଇଡ୍ଲାଇନ୍ ଘୋଷଣା କଲେ ରାଜ୍ୟ ସରକାର। ନୂଆ ଗାଇଡ୍ଲାଇନ୍ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ପୂରା ତଥ୍ୟ ଦେଇଛନ୍ତି। ପଜିଟିଭି ହାରକୁ ନଜରରେ ରଖି ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଲକଡାଉନ୍ ବଳବତ୍ତର ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି
ସମଗ୍ର ବିଶ୍ୱରେ ଅଣାୟତ୍ତ ହୋଇସାରିଥିବା କରୋନା ଭାରତରେ ଅପେକ୍ଷାକୃତ ନିୟନ୍ତ୍ରଣରେ ଅଛି। ତେବେ ଉଭୟ କେନ୍ଦ୍ର ଓ ରାଜ୍ୟ ସ୍ତରରେ କୋଭିଡ ପରିଚାଳନା ପାଇଁ ବିଭିନ୍ନ ଯୋଜନା ଓ ନୀତି ଲାଗୁ ହେବା ସତ୍ତ୍ୱେ ଏପର୍ଯ୍ୟନ୍ତ ଏହାର ପୂର୍ଣ୍ଣ ରୂପାୟନ ହୋଇପାରୁନାହିଁ।…
ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ବି ଆଶଙ୍କା ଦୂର ହୋଇନି। ଲୋକମାନେ ଢିଲା ନ ହୋଇ କୋଭିଡ୍ ନିୟମ ମାନନ୍ତୁ ନହେଲେ ପଜିଟିଭି ସଂଖ୍ୟା ପୁଣି ବଢିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର। ବର୍ତ୍ତମାନର ସ୍ଥିତି ଦେଖିଲେ ସାମଗ୍ରିକ ଭାବେ ରାଜ୍ୟରେ ପରିସ୍ଥିତି ସୁଧୁରୁଛି
କଟକ: ମାଟ୍ରିକ ନମ୍ବର ମୂଲ୍ୟାୟନରେ କୌଣସି ତ୍ରୁଟି ହୋଇନାହିଁ- ବୋର୍ଡ ସଭାପତି ସମ୍ବଲପୁର: ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ବଂଶୀଧର ମାଝୀ ବିଜେପି ରାଜ୍ୟ କାର୍ଯ୍ୟକାରିଣୀରେ ରାଜନୈତିକ ଚିଠା ପ୍ରସ୍ତାବ ପାରିତ…
ମୁମ୍ବାଇ : ବଲିଉଡ ଅଭିନେତା ଅର୍ଜୁନ କପୁର ଆଜି ତାଙ୍କର ୩୬ ତମ ଜନ୍ମଦିନକୁ ପାଳନ କରୁଛନ୍ତି ଏବଂ ଏହି ବିଶେଷ ଉତ୍ସବରେ ତାଙ୍କୁ ସବୁ ମହଲରୁ ଅଭିନନ୍ଦନ ସୁଅ ଛୁଟୁଛି। ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ଅଭିନେତାଙ୍କ ସେଲିବ୍ରିଟି ବନ୍ଧୁମାନେ,…
ଫୁଲବାଣୀ: କୋଭିଡ ହସ୍ପିଟାଲରେ ମହିଳାଙ୍କ କନ୍ୟା ସନ୍ତାନ ପ୍ରସବ । କନ୍ୟା ସନ୍ତାନଟି ସୁସ୍ଥ ଥିବା ବେଳେ ତାର ଆଣ୍ଟିଜେନ୍ ରିପୋର୍ଟ ନେଗେଟିଭ୍ ଆସିଛି । ହସ୍ପିଟାଲ SNCUରେ ତାକୁ ରଖାଯାଇଛି । ସେପଟେ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି…
ଉମରକୋଟ(କାର୍ତ୍ତିକ ମଲ୍ଲିକ ) : ଦୀର୍ଘ ୩ ଘଣ୍ଟା ପରିଶ୍ରମ ପରେ ଘରେ ପଶିଥିବା ଭାଲୁ ଉଦ୍ଧାର ହୋଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ରାଣୀଚଛରା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଭାଲୁଟି ପଶି ଯାଇଥିଲା ଖବର ପାଇବା…
କଣ୍ଟାବାଞ୍ଜି(ଅନ୍ତିମ ପାଣିଗ୍ରାହୀ ) : ପଣ୍ଡ ହେଲା ଡକାୟତି ଉଦ୍ୟମ । ସଂକ୍ରମଣ ସମୟରେ ଅମାନିଆଙ୍କୁ ସାବାଡ଼ କରିବାକୁ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କ୍ଷରାପଡ଼ିଲେ ଦୁର୍ଦ୍ଦାନ୍ତ ଅପରାଧୀ । ବଙ୍ଗୋମୁଣ୍ଡାରୁ ଟିଟିଲାଗଡ଼ ରାସ୍ତାରେ ପାଟ୍ରୋଲିଂ ସମୟରେ ଗୁରୁଣ୍ଡା-ଭୋଇପଡା ଗ୍ରାମ ମଝିରେ…
ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ) : ଭୀଷଣ ଶବ୍ଦ କରି ଫାଟିଗଲା କଂକ୍ରିଟ ଢଳେଇ ରାସ୍ତା । ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ପ୍ରଚଣ୍ଡ ଶବ୍ଦ ହୋଇ ଗାଁ ରାସ୍ତା ଫାଟି ଯାଇଛି , ଫଳରେ ଭୟରେ ସାରା ରାତି ଶୋଇ ପାରିନାହାନ୍ତି ଗାଁ…
ରଣପୁର : ନୟାଗଡ଼ ଜିଲ୍ଲା ରଣପୁର ଥାନା ଅଧୀନ କୋଟଗଡ଼ ଘାଟିରେ ପୁଣି ଡକାୟତି । ୩ ଦୁର୍ବୃତ୍ତଙ୍କ ଦ୍ୱାରା ଡକାୟତିର ଶିକାର ହେଲେ ଦମ୍ପତି । ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଥାନା ଅଧୀନ ଚମ୍ପାଇଲ ସାନବାଡ଼ ଗ୍ରାମର ସୁରେଶ କୁମାର…
ବଲାଙ୍ଗିର: ଓଟିଭି ଖବରର ପ୍ରଭାବ। ଲାଞ୍ଚ କାରବାର ଧରାପଡ଼ିବା ପରେ କାର୍ଯ୍ୟାନୁଷ୍ଠାନ। ପାଟଣାଗଡ଼ ଏଡିଏମ୍ଓ ବାଚସ୍ପତି ଦାସଙ୍କୁ ବଦଳି କରାଯାଇଥିବା ବେଳେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜର ଆଟେଣ୍ଡାଣ୍ଟ ଶଚିକାନ୍ତ ମିଶ୍ରଙ୍କୁ ସସ୍ପେଣ୍ଡ କରାଯାଇଛି। ଗୋଟିଏ ଅପରେସନ ପାଇଁ ବାଚସ୍ପତି ଦାସ…
ନୟାଗଡ଼(ଆତ୍ତ୍ରତ୍ରାଣ ପ୍ରଧାନ): ପୁଣି ଜଙ୍ଗଲରେ ଲାଗିଲା ନିଆଁ। ନୟାଗଡ଼ ମହାନଦୀ ତଟରେ ଥିବା ଜଙ୍ଗଲରେ ଲାଗିଛି ନିଆଁ। ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ। ଗଣିଆ ବ୍ଳକ ରାସଙ୍ଗ ପଚାଂୟତର କାଦୁଆ ଓ ରାସଙ୍ଗ ଆମ୍ବତୋଟାର ପାର୍ଶ୍ବବର୍ତ୍ତୀ ଅଚଂଳ ଏବଂ ନିକଟସ୍ଥ ମହାନଦୀ…
ଭୁବନେଶ୍ୱର: ଗୁରୁତର ରୋଗୀ ପରିବହନ ଲାଗି କମିଶନରେଟ୍ ପୋଲିସ ଯୋଗାଇ ଦେଲା ଗ୍ରୀନ୍ କରିଡର ସେବା। ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯାଉଥିବା ଜଣେ ଗୁରୁତର ରୋଗୀଙ୍କୁ ଆଜି ରାଜଧାନୀର ଆପୋଲୋ ହସ୍ପିଟାଲରୁ ଗ୍ରୀନ କରିଡର ସେବା ଭିତରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଯାଏଁ ନିଆଯାଇଥିଲା। ସେଠାରୁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଚେନ୍ନାଇ ସ୍ଥାନାନ୍ତର କରାଯାଇଛି। ଚେନ୍ନାଇରେ ତାଙ୍କର ଅଙ୍ଗ ପ୍ରତିରୋପଣ କରାଯିବ। ଆଜି ଅପରାହ୍ଣ ୪ଟା ବେଳେ ଆପୋଲୋ ହସ୍ପିଟାଲରୁ ଆମ୍ବୁଲାନ୍ସଟି ବାହାରିଥିଲା। […]
କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନବଜାତ ଶିଶୁକୁ ତା’ ବାପା ବେଆଇନ ଭାବେ ଅନ୍ୟ ଦମ୍ପତିଙ୍କୁ ହସ୍ତାନ୍ତର କରିଥିବାର ଖବର ପ୍ରକାଶିତ ହେବା ପରେ ଜିଲ୍ଲା ପ୍ରଶାସନର ମିଳିତ ଟିମ ସେହି ଶିଶୁକୁ ଉଦ୍ଧାର କରିଛି। ଖଜୁରୀପଡ଼ା ଥାନାରେ ଚାଇଲ୍ଡ ଲାଇନ୍ ତରଫରୁ ଏକ ଏତଲା ଦିଆଯାଇଥିବା ବେଳେ ପୋଲିସ ତାର ତଦନ୍ତ କରୁଛି। ସୂଚନା ଅନୁସାରେ ଗତ ମାସ ୨୭ ତାରିଖରେ ବୁଡୁପଡ଼ାର ଜଗଦୀଶ ଦିଗାଲଙ୍କର ଏକ ପୁତ୍ର ସନ୍ତାନ ଜନ୍ମ […]
ରାତି ପାହିଲେ ଶ୍ରୀକ୍ଷେତ୍ରକୁ ଆସୁଛନ୍ତି ଲକ୍ଷଲକ୍ଷ ଭକ୍ତ । ହେଲେ ୫୦ ଫୁଟର ଅଳିଆ ଗଦାକୁ ଦେଖି ସମସ୍ତେ ଟେକୁଛନ୍ତି ନାକ । ବାରମ୍ବାର ଗୁହାରି ପରେ ବି କିଛି ଶୁଣୁନି ପ୍ରଶାସନ...ଆଜିକାଲି କହି ଦିନ ଗଡାଉଛି କିନ୍ତୁ ଅଳିଆ ଉଠୁନି