ସପୃକ୍ତ NGO ସଂସ୍ଥା ଏନେଇ ଦାୟୀ ଓ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି SDM।
ପ୍ରତିନିଧି ଦଳର ପ୍ରତିଟି ସଦସ୍ୟ ନିଜ ମତ ରଖିଥିଲେ। ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଅନୁଭୂତିରୁ ମତାମତ ପ୍ରଦାନ କରିଥିଲେ।
ଦେଶ ଏବଂ ଓଡ଼ିଶା ପାଇଁ ବଂଶୀଧରଙ୍କ ଅବଦାନ, ନିଯୁକ୍ତି ସୁଯୋଗ ଓ ଉପାନ୍ତରେ ରହୁଥିବା ହଜାର ହଜାର ଲୋକଙ୍କୁ ବଞ୍ଚିବାର ରାସ୍ତା ଦେଖାଇଥିଲେ ।
ପରାଜୟ ସ୍ୱୀକାର କରୁଛୁ, ଆଗାମୀ ନିର୍ବାଚନରେ ଜିତିବୁ । ନବ ବାବୁଙ୍କ ହତ୍ୟାକାରୀ ଆଜିଯାଏଁ ଧରିପଡିଲା ନାହିଁ । ପ୍ରସଙ୍ଗ ଥିବା ପରେ ବି ନିର୍ବାଚନରେ କଂଗ୍ରେସ କାହିଁକି ବାଜି ମାରିଲା ନାହିଁ? ଶୁଣନ୍ତୁ କଣ କହୁଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ
କେବେ ଖାଇଛନ୍ତି କି ସୁନସୁନିଆ ଶାଗ କଦଳୀପତ୍ର ସେକା ? ସୋରିଷ, ଜିରା ଓ ଲଙ୍କା ଦେଇ ଏମିତି କରନ୍ତୁ ଏହି ସ୍ୱତନ୍ତ୍ର ଡିସ୍...ଥରେ ଖାଇଲେ ବାରମ୍ବାର ଖାଇବାକୁ ହେବ ଇଚ୍ଛା
ଏକା ସାଙ୍ଗରେ ମାଟ୍ରିକ୍ ଦେଇଥିଲେ ମାଆ-ପୁଅ । ରେଜଲ୍ଚ ବାହାରିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ...କାରଣ ମାଆଠାରୁ ଅଧିକ ନମ୍ବର ରଖିଥିଲା ପୁଅ
ଆଲୋ ଆଲୋ...ଇଏ କ’ଣ ? ଏଇଟା କୂଅକୁ ନା ପାତାଳକୁ ରାସ୍ତା?
ଘଣ୍ଟେ ନୁହେଁ କି ଦୁଇ ଘଣ୍ଟା ନୁହେଁ ଦୀର୍ଘ ୧୫ ଘଣ୍ଟାରୁ ଅଧିକ ସମୟ ଧରି ୨ ଶିଶୁ କାର୍ ଭିତରେ ସେମିତି ହିଁ ଥିଲେ। ୧୫ ଘଣ୍ଟା ପରେ ଯେତେବେଳେ ସମ୍ପୃକ୍ତ ମହିଳାଙ୍କ ନିଦ ଭାଙ୍ଗିଥିଲା ଓ ଛୁଆଙ୍କ କଥା ତାଙ୍କର ମନେ ପଡ଼ିଥିଲା, ସେତେବେଳକୁ ସେ ଜଣେ ଛୁଆକୁ ସେ ସବୁଦିନ ପାଇଁ ହରାଇ ସାରିଥିଲେ।
ଗାଁ ମୁଣ୍ଡରେ ବସିଲା ଆମ୍ବ ମାର୍କେଟ୍ । କମ୍ ଦାମ୍ରେ ସୁସ୍ୱାଦୁ ଆମ୍ବ ପାଇବେ ଗ୍ରାହକ... ଭଲ ରୋଜଗାର କରିବେ ଚାଷୀ ।
ସ୍ମାର୍ଟ ମିଟରରେ ନୀଳାଦ୍ରି ବିହାର ଅଞ୍ଚଳର ଦୁର୍ଗାପ୍ରସାଦ ପଟ୍ଟନାୟକଙ୍କ ମେ ମାସ ଲାଗି ଆସିଥିଲା ୭ କୋଟି ୯୦ ଲକ୍ଷ ୩୫ ହଜାର ୪୫୬ ଟଙ୍କାର ବିଦ୍ୟୁତ ବିଲ୍। ଆଉ ତାପରେ...
ବ୍ୟାଙ୍କରୁ ଟଙ୍କା ଉଠାଇଲା ବେଳେ, କେତେବେଳେ ବୃଦ୍ଧବୃଦ୍ଧାଙ୍କ ଆଙ୍ଗୁଳି ଛାପ ମିଶୁ ନଥିଲା ତ ତେକେବେବେଳେ ଆଖି ସମସ୍ୟା ଓ ଲିଙ୍କ ଫେଲୁଅର ପାଇଁ ଟଙ୍କା ଉଠାଇ ହେଉ ନଥିଲା।
ଛାଇ-ଆଲୁଅର ଅଦ୍ଭୁତ ଖେଳ । ସକାଳୁ ଛାଇ ଥିଲା, ମଧ୍ୟାହ୍ନରେ ଉଭେଇଗଲା । ଦୁଇ ମିନିଟ୍ ପାଇଁ ଭୁବନେଶ୍ୱର ପାଲଟିଲା ଛାୟାଶୂନ୍ୟ ସହର । ଆଉ ଏ ମୁହୂର୍ତ୍ତକୁ ସ୍ମରଣୀୟ କରି ରଖିବାକୁ ଭୁବନେଶ୍ୱର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ହୋଇଥିଲା ସ୍ୱତନ୍ତ୍ର ଆୟୋଜନ ।
ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଅଧାରେ ଅଟକିଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ର ମରାମତି ସରିବା ପରେ ପୁଣି ତାର ଯାତ୍ରା ଆରମ୍ଭ କରିଛି ।
ବ୍ୟାଙ୍କରୁ ଟଙ୍କା ଉଠାଇଲା ବେଳେ, କେତେବେଳେ ବୃଦ୍ଧବୃଦ୍ଧାଙ୍କ ଆଙ୍ଗୁଳି ଛାପ ମିଶୁ ନଥିଲା ତ ତେକେବେବେଳେ ଆଖି ସମସ୍ୟା ଓ ଲିଙ୍କ ଫେଲୁଅର ପାଇଁ ଟଙ୍କା ଉଠାଇ ହେଉ ନଥିଲା।
ଛାଇ-ଆଲୁଅର ଅଦ୍ଭୁତ ଖେଳ । ସକାଳୁ ଛାଇ ଥିଲା, ମଧ୍ୟାହ୍ନରେ ଉଭେଇଗଲା । ଦୁଇ ମିନିଟ୍ ପାଇଁ ଭୁବନେଶ୍ୱର ପାଲଟିଲା ଛାୟାଶୂନ୍ୟ ସହର । ଆଉ ଏ ମୁହୂର୍ତ୍ତକୁ ସ୍ମରଣୀୟ କରି ରଖିବାକୁ ଭୁବନେଶ୍ୱର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ହୋଇଥିଲା ସ୍ୱତନ୍ତ୍ର ଆୟୋଜନ ।
ପରିଚୟ ମେକାନିକ, କିନ୍ତୁ ପ୍ରଫେସନ ପକ୍କା ନିଶା ବେପାରୀ । ରାଜଧାନୀର ପୋସ୍ ଏରିଆ ୮ ନମ୍ବର ଅଞ୍ଚଳରେ ଗ୍ୟାରେଜ୍ ଦୋକାନ ବାହାନାରେ ଧଳା ଜହର ବିକି ଏସଟିଏଫ୍ ହାବୁଡ଼ରେ ପଡ଼ିଥିବା ଇଏ ସେଇ ଅଭିଯୁକ୍ତ ।
ନିର୍ଦ୍ଦେଶ କୁ ମାନୁଛି କିଏ? ସବୁ ଆଡେ ଇଂରାଜୀରେ ହୋଡିଂ...ଦିନରେ ଘୁଙ୍ଗୁଡ଼ି ମାରୁଛି ପ୍ରଶାସନ
ଯାଜପୁର ବୈତରଣୀ ରୋଡ୍ ନିକଟରେ ବନ୍ଦେ ଭାରତ ଟ୍ରେନ୍ ଅଟକି ରହିଛି । କାଳବୈଶାଖୀରେ ଗଛ ପଡ଼ି ଲୋକୋ ପାଇଲଟ ସାମ୍ନା ଗ୍ଲାସ ଭାଙ୍ଗିଯାଇଛି ।
ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ମାତିଛନ୍ତି ବାଲି ମାଫିଆ। ବେଆଇନ୍ ଭାବେ ନଦୀ ଘାଟରୁ ବାଲି ଆଣି ପଡୋଶୀ ରାଜ୍ୟ ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ଚୋରା ଚାଲାଣ ହେଉଛି।
୬୦ ନୁହେଁ ୧୦୦ ଛୁଇଁଲାଣି ବାବୁ, ଏତେ ଥର ଗୁହାରି କଲି କିନ୍ତୁ କେହି ଶୁଣିଲେନି । ଆଉ କେତେ ଗୁହାରି କରିବି? କେତେ ନେହୁରା ହେବି? ଭତ୍ତା ପାଇଁ ଦହଗଞ୍ଜ ହେଉଛନ୍ତି ସ୍ୱାମୀ ପରିତ୍ୟକ୍ତା ମହିଳା
କେବେ ଦେଖିଛନ୍ତି କି ନାଲି ଗୁଣ୍ଡୁଚି ମୂଷା ? ଏକ ଢ଼ାବାରୁ ଏଭଳି ପ୍ରଜାତିର ମୂଷା ଉଦ୍ଧାର ହୋଇଛି ।
ହାତୀ ଯାଉଥିଲା ତା’ ରାସ୍ତାରେ, ବାଡି ପଥର ପକେଇଲେ ବୋଲି...ରାଗିଗଲା ହାତୀ...ପାଦରେ ଦେଲା ମକଚି
୧୦୦ ଘଣ୍ଟାରେ ୧୦୦ କିମିରୁ ଅଧିକ ରାସ୍ତା ତିଆରି କରିଦେଲା NHAI । ଏତେ କମ୍ ସମୟରେ ଏତେ ଅଧିକ କିମିର ରାସ୍ତା ହୋଇଥିବାରୁ ସବୁଆଡୁ ମିଳିଲା ପ୍ରଶଂସା
ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ । ମେନ୍ୟୁରେ କଣ ରହିଛି ଖାଇବା? ରେଟ୍ ଜାଣିଛନ୍ତି ତ?
ସ୍ୱାମୀ ପର କରିଦେଉ...ଆମକୁ ନପଚାରୁ...ଆମେ ତାଙ୍କୁ କେବେ ଭୁଲିପାରିବୁନି । ପିଣ୍ଡରେ ପ୍ରାଣ ଥିବା ଯାଏଁ ଆମେ କରୁଥିବୁ ସାବିତ୍ରୀ