ନିଜେ ଯୁକ୍ତ ୩ରେ ପାଠ ପଢୁଛନ୍ତି , ହେଲେ ବସ୍ତି ପିଲାଙ୍କୁ ମାଗଣାରେ ପାଠ ପଢାଇବାକୁ ନେଇଛନ୍ତି ଶପଥ । ୫୦ ପିଲାଙ୍କୁ ପଢେଇବା ସହିତ ଘର ପାଖରେ ଥିବା ଦୋକାନରେ ବସି କରୁଛନ୍ତି ବିକ୍ରି । ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ
୨୨ ବର୍ଷୀୟ ଡାନିୟାଲ୍ ୨୦୨୧ ମସିହାରେ ତାଙ୍କର ୪୮ ପ୍ରେମିକାଙ୍କୁ ବିବାହ କରିଥିଲେ। ପୂର୍ବରୁ ବିବାହ କରିଥିବା ଜମିଲା ୨୦୦୭ ମସିହାରେ ତାଙ୍କ ସ୍ୱାମୀଙ୍କଠାରୁ ଅଲଗା ହୋଇଯାଇଥିଲେ ଏବଂ ସେବେଠାରୁ ତାଙ୍କ କ୍ୟାରିୟର ଉପରେ ଧ୍ୟାନ ଦେଉଥିଲେ।
ଭାଗ୍ୟର ତାଲା କେବେ ଖୋଲିବ ତାହା କେହି କହି ପାରିବେ ନାହିଁ। ଟଙ୍କା ପାଖରେ ନଥିବ, କିନ୍ତୁ ଈଶ୍ୱରଙ୍କ କରୁଣାରୁ ଲକ୍ଷ ଲକ୍ଷ ଟଙ୍କା ଆସିଯିବ। ସେଥିପାଇଁ ତ କୁହାଯାଏ, ‘ଈଶ୍ୱର ଯେତେବେଳେ ଦିଅନ୍ତି, ଛପର ଫାଡିକି ଦିଅନ୍ତି।’
ଶୋଇଛନ୍ତି ଯେ ଶୋଇଛନ୍ତି.... ଈଶ୍ୱରର ବାପା ଆଖି ଖୋଲ
ଛାତ ପାଇଁ ଚାଳ ଭାଙ୍ଗିଦେଲେ.. ୫ ବର୍ଷ ହେଲା ମିଳୁନି କିସ୍ତି
ଆପଲ୍ ୱାଚ୍ ବ୍ୟବହାର କରି ଆପଣ ମେସେଜ ପଠାଇବା ସହ ଫୋନ୍ କଲ୍, କଣ୍ଟ୍ରୋଲ ମ୍ୟୁଜିକ୍ ସମେତ ଅନେକ ଫିଚରର ବ୍ୟବହାର କରିପାରିବେ।
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।
ଯାହା ନକରିପାରିଲା ପ୍ରଶାସନ, ତାହା କରିଦେଖାଇଲେ ଛାତ୍ରୀ । କାଦୁଅ ପଚପଚ ରାସ୍ତାକୁ ନିଜେ ସଫା କଲେ, ରାସ୍ତା ଅବରୋଧ କଲେ । ୭ ଦିନ ସମୟ ମାଗିବା ପରେ ବି ରାଜି ହେଲେନି ଛାତ୍ରୀ..ବାଧ୍ୟ ହୋଇ ଅନ୍ ଦ ସ୍ପଟ୍ କୁ ଆସିଲା ପ୍ରଶାସନ। ସାଙ୍ଗେ ସାଙ୍ଗେ ଆରମ୍ଭ ହେଲା ରାସ୍ତା କାମ।
ଜଗତସିଂହପୁରର ଧଳତଙ୍ଗ ଗଡ଼ ଜଙ୍ଗଲ । ପୌରାଣିକ କଥାବସ୍ତୁ ସହ ଜଡ଼ିତ ଏହି ଘଞ୍ଚ ଜଙ୍ଗଲ ସତେ ଯେମିତି ପ୍ରକୃତିର ଏକ ବଡ଼ ଉପହାର । ୨୭୯ ଏକର ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଏହି ଜଙ୍ଗଲ ପୁରାଣ ବର୍ଣ୍ଣିତ ଧୃବଙ୍କ ତପସ୍ୟା ସ୍ଥଳ ଭାବେ ପରିଚିତ ଏବେ ଏହାକୁ ଏକ ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାକୁ ଦାବି ଉଠିଛି...
ଜଗତସିଂହପୁରର ଧଳତଙ୍ଗ ଗଡ଼ ଜଙ୍ଗଲ । ପୌରାଣିକ କଥାବସ୍ତୁ ସହ ଜଡ଼ିତ ଏହି ଘଞ୍ଚ ଜଙ୍ଗଲ ସତେ ଯେମିତି ପ୍ରକୃତିର ଏକ ବଡ଼ ଉପହାର । ୨୭୯ ଏକର ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଏହି ଜଙ୍ଗଲ ପୁରାଣ ବର୍ଣ୍ଣିତ ଧୃବଙ୍କ ତପସ୍ୟା ସ୍ଥଳ ଭାବେ ପରିଚିତ ଏବେ ଏହାକୁ ଏକ ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାକୁ ଦାବି ଉଠିଛି...
ଯାହା ନକରିପାରିଲା ପ୍ରଶାସନ, ତାହା କରିଦେଖାଇଲେ ଛାତ୍ରୀ । କାଦୁଅ ପଚପଚ ରାସ୍ତାକୁ ନିଜେ ସଫା କଲେ, ରାସ୍ତା ଅବରୋଧ କଲେ । ୭ ଦିନ ସମୟ ମାଗିବା ପରେ ବି ରାଜି ହେଲେନି ଛାତ୍ରୀ..ବାଧ୍ୟ ହୋଇ ଅନ୍ ଦ ସ୍ପଟ୍ କୁ ଆସିଲା ପ୍ରଶାସନ। ସାଙ୍ଗେ ସାଙ୍ଗେ ଆରମ୍ଭ ହେଲା ରାସ୍ତା କାମ
ଜନ୍ମରୁ କଥା କହିପାରନ୍ତି ନାହିଁ ସତ, ହେଲେ ଠାରରେ ଠାରରେ ସାତ ଜନ୍ମର ସାଥୀ ହେବାକୁ ନିଷ୍ପତ୍ତି ନେଲେ । ସୋର କନିଆଁକୁ ନୟାଗଡିଆ ବର...ସୌମ୍ୟଙ୍କ ହାତ ଧରିଲେ ଶୁଭଶ୍ରୀ । ନାଚରେ କମ୍ପିଲା ଗାଁ, ସାଜସଜ୍ଜା ଦେଖିଲେ ଆଖି ତରାଟି ହୋଇଯିବ । ସମସ୍ତେ କହିଲେ ଏମାନଙ୍କ ଯୋଡ଼ି ଯୁଗ ଯୁଗର।
ବଡ ମେଡିକାଲରେ ବଡ଼ ଅବ୍ୟବସ୍ଥା । ରକ୍ତ ନେବାକୁ ହେଲେ ଅପେକ୍ଷା କରିବାକୁ ପଡୁଛି ୩ ଦିନ...ଛୁଆକୁ ଛାଡି ମାଆ କାନ୍ଦୁଛି ତ ମାଆକୁ ଛାଡି ପୁଅ କାନ୍ଦୁଛି...
ନବୀନ ଓଡ଼ିଶାର ବିକାଶ କଣ ଜାଣନ୍ତିନି ଏମାନେ । ଭୁଗୋଳ ପୋଥିରେ ନାଁ ନଥିବା ଭଳି ନାନା ସମସ୍ୟାରେ ଦହଗଞ୍ଜ ହେଉଛି ଏ ମାଟିର ମଣିଷ । ପାଣି ଟୋପେ ପାଇଁ ଯେମିତି ହନ୍ତସନ୍ତ ଠିକ୍ ସେମିତି ପିଡିଏସ ଚାଉଳ ପାଇଁ ସେମିତି । କହିଲେ ବି କେହି ଶୁଣିବା ଲୋକ ଏଠି ନାହାନ୍ତି
ଆଉ କରିବୁନି କୌଳିକ ବୃତ୍ତି । ମୂଳ ତ ଉଠୁନି...ଏ ବେପାର କଲେ ପରିବାର ଚଳେଇବୁ କେମିତି? ପ୍ରଶାସନର ପ୍ରୋତ୍ସାହନ ଅଭାବ, ଚିନ୍ତାରେ ବାଉଁଶ କାରିଗର
ଦକ୍ଷିଣ ଓଡ଼ିଶାର ବଡ଼ ମେଡିକାଲ ହେଉଛି ଏମକେସିଜି । ଖାଲି ଓଡିଶା ନୁହେଁ ବରଂ ପଡୋଶୀ ରାଜ୍ୟରୁ ବି ହଜାର ହଜାର ଲୋକେ ଏଠାକୁ ଚିକିତ୍ସା ପାଇଁ ଆସନ୍ତି । ଅନେକ ରୋଗୀଙ୍କୁ ରକ୍ତର ଆବଶ୍ୟକତା ଥିବା ଡାକ୍ତର ମଧ୍ୟ କୁହନ୍ତି । ହେଲେ ଖରାଦିନ ଥିବାରୁ ଏବେ ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖାଯାଇଛି । ତେଣୁ ଘଂଟା ଘଂଟା ଅପେକ୍ଷା କରି ରହୁଛନ୍ତି ରୋଗୀ
ହଇରେ ନାରଣ!ଏମିତି କେମିତି ହେଲା? ସୂର୍ଯ୍ୟ ଯେବେ ମୁଣ୍ଡ ଉପରେ ଠିକ୍ ସେତିକି ବେଳେ କଳା କିଟିମିଟି ଅନ୍ଧାର ...
ଆମ ପୃଥିବୀରେ ଏମିତି ଜୀବ ରହିଛନ୍ତି ଯେଉଁମାନେ କେବେ ଶୁଅନ୍ତି ନାହିଁ । ଅର୍ଥାତ୍ ସେମାନଙ୍କୁ କେବେ ନିଦ ହୁଏ ନାହିଁ ।
ମୁଁ ଜଗାର ଭକ୍ତ..ଯିବି ତ ଦଣ୍ଡ ପ୍ରଣାମ କରି କରି ଯିବି । କିଛି ଏମିତି ଭାବି ରାଜସ୍ତାନରୁ ଶ୍ରୀକ୍ଷେତ୍ର ବାହାରିଛନ୍ତି ବିଜୟ । ଯିଏ ଦେଖୁଛି ସିଏ ହାତ ଯୋଡୁଛି
ସରପଂଚ ହେବ ତ ଏମିତି । ସକାଳୁ ଲୋକଙ୍କ କଥା ବୁଝୁଛନ୍ତି, ସମୟ ମିଳିଲେ ଅଟୋ ଚଳାଉଛନ୍ତି । ସରକାରୀ ଯୋଜନାରେ କେମିତି ଲାଭ ପାଇବେ ଲୋକେ ସେନେଇ ଅନବରତ କରୁଛନ୍ତି ଚିନ୍ତା । ଲୋକେ କହୁଛନ୍ତି, ଆମ ସରପଂଚ ପରି ହେବ କିଏ?
ଦୈନିକ ଏଠାକୁ ପ୍ରାୟ ୩ ହଜାର ରୋଗୀ ଆସୁଥିବା ବେଳେ ପ୍ରାୟ ୫୦ରୁ ୬୦ ୟୁନିଟ୍ ରକ୍ତ ଆବଶ୍ୟକ ପଡ଼ୁଛି। କିନ୍ତୁ ଦେଖିଲା ବେଳକୁ ଏହାର ଅଧା ବି ମହଜୁଦ ରହୁନାହିଁ।
ଟିବିରେ ଆକ୍ରାନ୍ତ ହେବାପରେ ତାଙ୍କର ଚିକିତ୍ସା ଚାଲିଥିଲା । ହେଲେ ଛାତ୍ରୀଙ୍କର ଗତକାଲି ଆନନ୍ଦପୁର ହସ୍ପିଟାଲରେ ମୃତ୍ୟୁ ଘଟିଥିଲା । ପରେ ଘଟଣାକୁ ନେଇ ଅପମୃତ୍ୟୁ ମାମଲା କହି ଶବକୁ ଜବତ କରିଥିଲା ରାମଚନ୍ଦ୍ରପୁର ପୋଲିସ ।
ମେଡିକାଲ ଅଛି ଡାକ୍ତର ନାହାନ୍ତି । ବର୍ଷ ବର୍ଷ ଧରି ଖାଲିପଡ଼ିଛି ପଦବୀ । ଭଗବାନଙ୍କ ଭରସାରେ ରୋଗୀସେବା ।
ପୁରୀବାସିନ୍ଦାଙ୍କ ଦୁଃଖ...ଶ୍ରୀମନ୍ଦିରକୁ ପ୍ରବେଶ ଦ୍ୱାର । ପ୍ରଶାସନ ଗୋଟିଏ ଦ୍ୱାର ଦେଇ ସବୁ ଭକ୍ତଙ୍କୁ ପ୍ରବେଶ କରାଇବା ପରେ ସ୍ଥାନୀୟ ସାହି ବାସିନ୍ଦା ଓ ବୟୋବୃଦ୍ଧ ଭକ୍ତ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନ ପାଇ ଏବେ ଦୁଃଖରେ ।
ଏବେ ବି ବଞ୍ଚିଛି ସାମାଜିକ ବାସନ୍ଦ ପ୍ରଥା..କଙ୍ଗାରୁ କୋର୍ଟରେ ନିଷ୍ପତି ନେଉଛନ୍ତି ଗାଁ ମୁଖିଆ । ପରିବାରକୁ କରାଯାଉଛି ନିଆଁପାଣି ବାସନ୍ଦ, କଥାହେଲେ ଲାଗୁଛି ଜରିମାନା ।