ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ବାରମ୍ବାର ଅପମାନ କରୁଛି ପୌର ପ୍ରଶାସନ । ପ୍ରଥମେ ପ୍ୟାଣ୍ଟ ପିନ୍ଧାଇଦେଲା, ଏବେ ପାଦ ପର୍ଯ୍ୟନ୍ତ ଧୋତି ପିନ୍ଧାଇ ଦେଲା । ତେଜିଲା ଅସନ୍ତୋଷ...ରାତାରାତି ଗାଏବ ହେଲା ପ୍ରତିମୂର୍ତ୍ତି
ଗ୍ରାହକଙ୍କୁ ପାଇଁ ଖୁସି ଖବର । ଏଣିକି କାଉଣ୍ଟରରେ ନୁହେଁ ବରଂ ଏଟିଏମ୍ ମେସିନ୍ରେ ମିଳିବ ମଦ
ପ୍ରଶାସନ ଦ୍ୱାରା ଅପମାନିତ ହୋଇ ଇସ୍ତଫା ଦେଲେ କେନ୍ଦୁଝର ବରଦାପାଳ ପଞ୍ଚାୟତର ଯୁବ ସରପଞ୍ଚ ଗଣେଶ ମୁଣ୍ଡା
ମେ’୭...ବିଶ୍ୱ ହସ ଦିବସ । ସେଇଥି ଲାଗି ତ ପାର୍କରେ ସବୁ ପ୍ରସ୍ତୁତି ହୋଇଛି । ଏକାଠି ହୋଇଛନ୍ତି ସ୍ଥାନୀୟ ଅଂଚଳର କିଛି ଲୋକେ । ବ୍ୟାୟାମ୍ କରିବା ସହିତ ସାଙ୍ଗ ହୋଇ ସମସ୍ତେ ହସିଥିଲେ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ୍ ସହର ଚନ୍ଦନ ପୋଖରୀ ଅଂଚଳରେ ।
ରାତି ୧୦ଟା ବେଳେ ଲେଡିଜ୍ ହଷ୍ଟେଲ୍ରେ ପଶିଗଲେ ଦୁର୍ବୃତ୍ତ । ଘୋଷାରି ଆଣି ପିଟିଲେ, ଅଶ୍ଳୀଳ ଇଙ୍ଗୀତ କଲେ । ବିରୋଧ କରିବାରୁ ମାଡ ବି ମାରିଲେ । ପୋଲିସ ପହଞ୍ଚିଲା ବେଳକୁ...
କାଜୁ ଓ ଲେମନଗ୍ରାସ୍ ଚାଷ ନାଁରେ ସ୍ୱାଭିମାନ ଅଞ୍ଚଳବାସୀଙ୍କୁ ଠକେଇ !
ହେଲିପେଡରେ ଡିଉଟି ପଡ଼ିଥିବା ଫାର୍ମାସିଷ୍ଟଙ୍କ କାରନାମା, ସେଲଫି ଉଠାଇ ଫେସବୁକରେ ପୋଷ୍ଟ କଲେ
ଝିଅ ତୁ ଜମାରୁ ବ୍ୟସ୍ତ ହୁଅନି । ମୁଁ ପରା ଅଛି...ତୋ ଦେହରେ ପାଣି ପକାଇବାକୁ ଦେବନି
ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଆଉ ପାଦେ ଆଗେଇଛି ଓଟିଭି କେୟାର୍ସ। ଡାଟା ଏଣ୍ଟ୍ରିଂ ଓ ଟେଲରିଂ ପାଇଁ କାଉନସିଲିଂ ପରେ ଏବେ ଆରମ୍ଭ ହୋଇଛି ବିୟୁଟିସିଆନ୍ ପାଇଁ କାଉନସେଲିଂ।
ଧାନ ସଂଗ୍ରହରେ ସ୍ବଚ୍ଛତା ଆଣିବାକୁ କେବେ ହେବ ମଣ୍ଡିରେ ଶତ ପ୍ରତିଶତ ସିସିଟିଭି ବ୍ୟବସ୍ଥା? ବହୁ ମଣ୍ଡିରେ ଆଜି ବି ନାହିଁ କ୍ୟାମେରା, କିଛି ସ୍ଥାନରେ ଲାଗିଥିଲେ ବି ଅଚଳକୁ ନେଇ ବଢୁଛି ଚାଷୀ ଅସନ୍ତୋଷ, ବିରୋଧୀ କହିଲେ ଚାଷୀଙ୍କୁ ଭକୁଆ ବନାଉଛନ୍ତି ସରକାର
୨୫ ବର୍ଷର ସଲୋନୀ ଭଣ୍ଡାରୀ ଅଧ୍ୟୟନ ଏବଂ ଚାକିରି ପରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି। କୋଟିପତି ପରିବାରରେ ବଢିଥିବା ସଲୋନୀ ଏବେ ଏମିତି ପଦକ୍ଷେପ ନେଇଛନ୍ତି ଯାହା ଫଳରେ ସେ ଏବେ ଭିକ୍ଷୁ ଜୀବନ ଜୀଇବେ।
ଶିଶୁଟିକୁ ଉଦ୍ଧାର କରାଯାଇ SNCU ରେ ଭର୍ତ୍ତି କରାଯାଇଛି
ବିଭ୍ରାଟ ପରେ କ୍ଷମା ମାଗିଛନ୍ତି କୁଳପତି। MSCBU କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ କ୍ଷମା ମାଗିଛନ୍ତି।
ହେ ଭଗବାନ ! ଇଏ କଣ? ପିଠିରେ କୁମ୍ଭୀର ଧରି ଧାଇଁଲା କୁନି ପିଲା । ସୋସିଆଲ ମିଡିଆରେ ଭାଇରାଲ ହେଲା ଭିଡିଓ
ଅଜବ ରେଲୱେ ଷ୍ଟେସନ୍ । ଏଇଠି ୧ ନୁହେଁ ବରଂ ୨ ରୁ ଆରମ୍ଭ ହୁଏ ପ୍ଲାର୍ଟଫର୍ମ...ଏମିତି ଘଟଣା ପଛର କାହାଣୀ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ
ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣବେଳେ ବିକଳ୍ପ ଆଲୋକ ବ୍ୟବସ୍ଥା ନଥିଲା କି ?
ବାଃ ବାଃରେ ଡିଜିଟାଲ୍ ସେବା । ମୋବାଇଲ ଧରିବାକୁ ହେଲେ ଚଢିବାକୁ ପଡ଼ିବ ପାହାଡ...ଆମ୍ବୁଲାନ୍ସ ଡାକିବାକୁ ହେଲେ ଦଉଡିବାକୁ ପଡିବ ୩ କୋଷ ବାଟ । ଇଏ ଏମିତି ଏକ ଗାଁ ଯେଉଁଠି ଯାହା କଲେ ଚଢିବାକୁ ହୁଏ ପାହାଡ଼
ଇଏ ପୂରା ସାଙ୍ଘାତିକ ଠକ । ଘର ତଳୁ ମଣୀ ବାହାରିବ କହିଲେ, ଏବେ କଣ ମାମୁଁ ଘରକୁ ଗଲେ? କ’ଣ ହେଲା କିରେ ନାରଣ?
ଏ ସରକାରକୁ ଟିକେ ଲଜ୍ଜା ନାହିଁ । ୬୦ ବର୍ଷ ହେଲା ପହଞ୍ଚୁନି ମୌଳିକ ସୁବିଧା...ଘରେ ଚାଉଳ ସରିଗଲେ ପାଣି ପିଇ ଶୋଉଛନ୍ତି ଲୋକେ।
ବାଃ ବାଃରେ ଡିଜିଟାଲ୍ ସେବା । ମୋବାଇଲ ଧରିବାକୁ ହେଲେ ଚଢିବାକୁ ପଡ଼ିବ ପାହାଡ...ଆମ୍ବୁଲାନ୍ସ ଡାକିବାକୁ ହେଲେ ଦଉଡିବାକୁ ପଡିବ ୩ କୋଷ ବାଟ । ଇଏ ଏମିତି ଏକ ଗାଁ ଯେଉଁଠି ଯାହା କଲେ ଚଢିବାକୁ ହୁଏ ପାହାଡ଼
କେବଳ ଧରମପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ର କଥା ନୁହେଁ, ୩ ଶହ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବି ୧୦୯ ଡାକ୍ତର ପଦବୀ ଥିବା ବେଳେ ଅଛନ୍ତି ମାତ୍ର ୩୩ ଜଣ ଡାକ୍ତର। ତେଣୁ ଭାବନ୍ତୁ ଏଠି କେମିତି ଚିକିତ୍ସା ସେବା ପାଉଥିବେ ରୋଗୀ।
ରେଡଫ୍ଲାଗ୍ ଲାଗିଥିବା ବେଳାଭୂମିରେ ପାଟ୍ରୋଲିଂକୁ ଜୋରଦାର କରାଯାଇଛି। ଲଗାତର ଦୁଇଦିନର ଅଘଟଣ ପରେ ବି କିଛି ଅମାନିଆ ସମୁଦ୍ର ଭିତରକୁ ଯାଇ ମଉଜ ମସ୍ତି କରୁଥିବାରୁ ଜେଟ୍ ସ୍କି ଧରି ବୁଲୁଥିବା ଲାଇଫଗାର୍ଡ ମାନେ ସେମାନଙ୍କୁ କୂଳକୁ ଯିବା ପାଇଁ ତାଦିଦ୍ କରୁଛନ୍ତି
ସକାଳୁ ମହାଦେବଙ୍କ ପୂଜାର୍ଚ୍ଚନା କଲେ ମହାମହିମ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିରେ ଦେଲେ ଶ୍ରଦ୍ଧାଞ୍ଜଳି । ପ୍ରୋଟୋକଲ ଭାଙ୍ଗି ନିଜ ଘରେ ରାତ୍ରିଯାପନ କଲେ ।
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି କଟକ ଜୁଡିସିଆଲ ଏକାଡେମୀରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ।
ନାହିଁନାହିଁରେ ଚାଲିଛି ସ୍ୱାସ୍ଥ୍ୟସେବା । ମେଡିକାଲରେ ଚିକିତ୍ସା ସେବା ନପାଇବାରୁ ବାଧ୍ୟ ହୋଇ ଗୁଣିଆ ପାଖକୁ ଧାଉଁଛନ୍ତି ଲୋକେ । ମାଲକାନଗିରି ଜିଲ୍ଲାରେ ଭୁଶୁଡି ପଡିଲାଣି ସ୍ୱାସ୍ଥ୍ୟସେବା । ଜିଲ୍ଲାରେ ୬୦ ପ୍ରତିଶତରୁ ଅଧିକ ଡାକ୍ତରୀ ପଦବୀ ଖାଲିଥିବା ବେଳେ ସଦର ମହକୁମା ଚିକିତ୍ସାଳୟରେ ୭୦ ପ୍ରତିଶତ ଡାକ୍ତର ନାହାନ୍ତି ।