ଲାଞ୍ଚ ନେଇ ଧରାପଡ଼ିଲେ କିରାଣି ଓ ଜେଇ । କଟକ ବଡମ୍ବା ବ୍ଲକ କନିଷ୍ଠ ଯନ୍ତ୍ରୀ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେପଟେ ଲାଞ୍ଚ ନେଇ ଧରାପଡିଛନ୍ତି ପଟ୍ଟାମୁଣ୍ଡାଇ ବିଇଓ ଅଫିସର କନିଷ୍ଠ କିରାଣି ମାନସ ଧଳ।
ସ୍ୱାଧୀନତାର ୭ ଦଶନ୍ଧି ପରେ ମଧ୍ୟ କୋରାପୁଟ ଜିଲ୍ଲାର ଆନ୍ଧ୍ର ଓଡ଼ିଶା ସିମାନ୍ତ ପଟାଙ୍ଗି ବ୍ଳକ ଅନ୍ତର୍ଗତ ପେଟ୍ରୁ ପଞ୍ଚାୟତର ଜିଲ୍ଲାଗୁଣ୍ଠା ବାସୀଙ୍କ ପାଇଁ ପାନୀୟ ଜଳ ଦିବା ସ୍ଵପ୍ନ । ଜଳ ସଙ୍କଟ ଯୋଗୁଁ ଗ୍ରାମବାସୀ ନାହିଁ ନଥିବା ସମାସ୍ୟାର ସମୁଖୀନ ହେଉଛନ୍ତି। ଜିଲ୍ଲା ପ୍ରଶାସନ, ବ୍ଳକ ପ୍ରଶାସନ ଠାରୁ ସ୍ଥାନୀୟ ବିଧାୟକଙ୍କ ଯାଏ ନେହୁରା ହୋଇଥିଲେ ମଧ୍ୟ ଏଯାଏ ସମସ୍ୟାର ସମାଧାନ ହୋଇନାହିଁ...
ଏବେ ବି ଅପହଞ୍ଚ ଗଜପତି ଜିଲ୍ଲାର ବହୁ ଦୁର୍ଗମ ଅଞ୍ଚଳ । ନେଟୱର୍କ୍ ନ ଥିବାରୁ ପାହାଡ ଉପରେ ଚାଲିଛି ଜନ ସେବା କେନ୍ଦ୍ର । ଜନ ସାଧାରଣ ବ୍ୟାଙ୍କିଙ୍ଗ ସେବା ସମେତ ବାର୍ଦ୍ଧକ୍ୟ ଭତ୍ତା, ବିକଳାଙ୍ଗ ଭତ୍ତା, ମନରେଗା ଯୋଜନାରେ ଆସୁଥିବା ଟଙ୍କା ଉଠାଣ, ମୋବାଇଲ୍ ଓ ଟିଭି ରିଚାର୍ଜ ଭଳି ସେବା ପାଇବା ପାଇଁ ୧ କିମି ପାହାଡ ଚଢ଼ିବାକୁ ପଡୁଛି..
କେବଳ ଏକ ଡିଏନ୍ଏ ଟେଷ୍ଟ ରିପୋର୍ଟ ପାଇଁ ୧୮ ବର୍ଷର ବିବାହ ସମ୍ପର୍କ ଭାଙ୍ଗି ଯାଇଛି।
ହାତରେ ସାଇକେଲ.. ସାଇକେଲ ଉପରେ ଷ୍ଟେସନାରୀ ସାମଗ୍ରୀ.. ଆଉ ଏସବୁକୁ ବିକ୍ରି କରିବା ପାଇଁ ବାହାରିଛନ୍ତି ଦୃଷ୍ଟିବାଧିତ ଲକ୍ଷ୍ମଣ ଶବର.. ଗାଁ ଗାଁ ବୁଲି ବିକ୍ରି କରି ପଇସା ଆଣିଲେ ପରିବାର ଚଳିବ..
ଅଚଳ ହୋଇପଡ଼ିଛି ପୂରା ଶରୀର.. ଏପଟେ ଅସହ୍ୟ ଯନ୍ତ୍ରଣା ସହିହେଉନି..ସ୍ତ୍ରୀ ପିଲାଙ୍କ ମୁହଁକୁ ଦେଖିଲେ ଛାତି ଫାଟିଯାଉଛି..ମେରୁଦଣ୍ଡ ଭଲ କରିଦିଅ ବୋଲି ହାତ ଯୋଡ଼ି କରୁଛନ୍ତି ଗୁହାରି..
ନେତା ହୋଇ ବି ଲାଇନରେ ରହିଲେ ହେଲେ ଅନ୍ନ ବେଳକୁ ନା ନା...
ନିମ୍ନମାନର ଛତୁଆ ଯୋଗାଣ ଅଭିଯୋଗ। କୋମଳମତି ଶିଶୁଙ୍କ ପାଇଁ ସରକାର ଦେଉଥିବା ଛତୁଆ, ଖାଇବା ଉପଯୋଗୀ ନୁହେଁ। ଆସିଛି ଏମିତି ସାଂଘାତିକ ଅଭିଯୋଗ। ଏ ଛତୁଆକୁ ଶିଶୁଙ୍କ ବଦଳରେ ଗାଈ ଗୋରୁଙ୍କୁ ଖାଇବାକୁ ଦେଉଛନ୍ତି ଅଭିଭାବକ।
ଦୁଇ ବର୍ଷ ପରେ ନକ୍ସଲମାନେ ଛତିଶଗଡ଼ରେ ପୁଣି ରକ୍ତର ହୋଲି ଖେଳିଛନ୍ତି। IED ବିସ୍ପୋରଣ କରି ନେଇଛନ୍ତି ୧୧ ଜଣଙ୍କ ଜୀବନ। ଘଟଣା ପରେ ଛତିଶଗଡ ସୀମାନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି।
ଆଳି: ବ୍ରାହ୍ମଣୀ ନଦୀରେ ଡଙ୍ଗାବୁଡ଼ି ୨ ନିଖୋଜ । ଏକମାଣିଆ ପଞ୍ଚାୟତରୁ ରାଜନଗର କେରଡାଗଡ଼ ଯାଉଥିବା ବେଳେ ଅଘଟଣ ।
ବୟଫ୍ରେଣ୍ଡ୍ର ବାପା ସହ ପ୍ରେମିକା ଫେରାର। ଯୁବତୀଙ୍କ ପରିବାର ଲୋକ ଅପହରଣ ମାମଲା ରୁଜୁ କରିବା ପରେ ପୋଲିସ୍ ତଦନ୍ତ କରିଥିଲା ଓ ପୁରା ଘଟଣା ସାମ୍ନାକୁ ଆସିଥିଲା।
ଖୋଦ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଏଇ ଅବସ୍ଥା.. ବାରଣ୍ଡାରେ ଚାଲିଛି ଦେଶର ଭବିଷ୍ୟତ ଗଢା.. ହାୟ କହିବା ନା ସମଲୋଚନା କରିବା ନା ବ୍ୟବସ୍ଥାକୁ ନେଇ ଦୁଃଖପ୍ରକାଶ କରିବା !
ଓଡ଼ିଶାର 45 ଡିଗ୍ରୀ ତାପମାତ୍ରାରେ ବି ଜମ୍ମୁକାଶ୍ମୀର ଭଳି ଆପୁଲ୍ ଫଳେଇ ପାରିଛନ୍ତି କାଳେଶ୍ୱର କାଣ୍ଡ.. କେମିତି ? ଆସନ୍ତୁ ଜାଣିବା..
ଅନ୍ୟସବୁ ସ୍ଥାନରେ ମହାପ୍ରଭୁଙ୍କ ଆଜ୍ଞାମାଳ ଆସିଲେ ଆରମ୍ଭ ହୋଇଥାଏ ରଥ ନିର୍ମାଣ କାର୍ଯ୍ୟ.. ହେଲେ କେନ୍ଦୁଝରରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭରୁ ନିଜେ ପ୍ରଭୁ ଶ୍ରୀ ବଳଦେବଜୀଉ ରଥ ନିକଟକୁ ଯାଇ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଆଜ୍ଞା ପ୍ରଦାନ କରିଥାନ୍ତି..
ଓଡ଼ିଶା ପଟେ ଶୁଖିଲା ପଡ଼ିଥିବା ମହାନଦୀ କାଳେ ଟ୍ରିବ୍ୟୁନାଲ ଟିମ୍ ଦେଖିଦେବ ସେଥିପାଇଁ କଲମା ବ୍ୟାରେଜର ୧୭ଟି ଗେଟ୍ ଛତିଶଗଡ଼ ଖୋଲିଛି।
ଅପରାଜିତା ମ୍ୟାଡାମ୍ ଏମିତି ପାଠ ପଢେଇଲେ ଯେ, ପିଲା ପୂରା ଚୁପ୍..
ସମ୍ପତ୍ତି କାଗଜପତ୍ରକୁ ସୁରକ୍ଷିତ ରଖିବା ପାଇଁ ଲୋକମାନେ ବ୍ୟାଙ୍କ ଲକର୍ର ସହାୟତା ନିଆଯାଇଥାଏ। ଏହି କାଗଜପତ୍ର ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ କାରଣ ବିନା କାଗଜପତ୍ରରେ ଆପଣ ଭବିଷ୍ୟତରେ ସମ୍ପତ୍ତି କାହାରିକୁ ବି ବିକ୍ରି କରିପାରିବେ ନାହିଁ।
ଅନେକ ଅଛନ୍ତି ଯେଉଁମାନେ ସ୍କୁଲ-କଲେଜରୁ ପ୍ରେମ ଚକ୍କରରେ ପଡିଯାଆନ୍ତି। ସେହିପରି ଏମିତି ମଧ୍ୟ କିଛି ଅଛନ୍ତି ଯେଉଁମାନେ ଚେଷ୍ଟା କରି ମଧ୍ୟ କାହାକୁ ପ୍ରେମରେ ପକେଇ ପାରନ୍ତି ନାହିଁ। ଜଣେ ୨୫ ବର୍ଷର ଯୁବତୀ କିନ୍ତୁ ୭ ହଜାର ପୁରୁଷଙ୍କ ଫସେଇ ସାରିଲେଣି।
ପନିର କେଜି ୩୦ ଟଙ୍କା, ଖୁଆ କେଜି ୬୦ ଟଙ୍କା ବଢ଼ିବ
ପରିବାର ଲୋକଙ୍କ କହିବା କଥା ବର୍ତ୍ତମାନ ସେମାନେ ସେହି ସ୍ଥାନରୁ ପୁଣି ଲୁଚି ଆସିଛନ୍ତି କିନ୍ତୁ ତାଙ୍କ ପତ୍ତା ମିଳୁନି। କେଉଁଠି ଅଛନ୍ତି କିପରି ଅଛନ୍ତି ତାର ଖବର ନାହିଁ। ହେଲେ ସେଠାରୁ ଖସି ଆସିଥିବା ୨ ଜଣ ବ୍ୟକ୍ତି ସୁର ଦାସ ଏବଂ ପ୍ରଭକାର ଦାସ ସେଠାକାର ନିର୍ଯାତନାର କରୁଣ ଚିତ୍ର ବଖାଣିଛନ୍ତି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।
ପ୍ରାୟ ହଜାର ଟଙ୍କା ଦେଇ ଆମେ କାଜୁରେ ତିଆରି ମିଷ୍ଟାନ ଘରକୁ କିଣିକି ଆଣୁ..ହେଲେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ.. କାଜୁ ଚାଷୀଙ୍କୁ ଏହାର ଉଚିତ୍ ମୂଲ୍ୟ ମିଳେନି.. କଠିନ ପରିଶ୍ରମ ପରେ ଶାଗ ମାଛ ଦରରେ କାଜୁ ବିକ୍ରି କରି ହତାଶ ହୋଇପଡ଼ିଛନ୍ତି କାଜୁ ଚାଷୀ
ଏ ବାଦ୍ୟ ବାଜିଲେ ଛୋଟରୁ ବଡ ସମସ୍ତଙ୍କ ଛାତି ଦୁଲିକି ପଡେ..ବାହାଘର ହେଉ କି ଦେବଦେବୀ ପୂଜା ସବୁଠି ରହିଛି ଏହି ବଜାର ମହତ୍ୱ.. ଏ ହେଉଛି ଗଣ୍ଡାବଜା..ହଜାର ହଜାର ବର୍ଷ ପୁରୁଣା ଲୋକବାଦ୍ୟ
ଦର୍ଶକବନ୍ଧୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଏ ହେଉଛି ଜଣେ ନାଚାର ଜନପ୍ରତିନିଧିଙ୍କ କଥା.. ପଦବୀ ଅଛି, କାମ କରିବାକୁ ଇଚ୍ଛାଶକ୍ତି ଅଛି ଆଉ କ୍ଷମତା ବି ଅଛି କିନ୍ତୁ ସେ ଅସହାୟ..
କଟକ ରିଂ ରୋଡ୍ ୬ ଲେନ୍ ବିଶିଷ୍ଟ କରିବାକୁ କ୍ୟାବିନେଟ ନିଷ୍ପତ୍ତି ନେଇଥିବାବେଳେ ଖାନନଗରଠାରୁ ଏହା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି ।