ଲଙ୍କା ଚାଷ କରି ଲକ୍ଷପତି । ଦୃଢ଼ ଇଛାଶକ୍ତି ବଳରେ ନିଜେ ଲକ୍ଷ ପତି ହେବା ସହ ଅନ୍ୟ ପରିବାରଙ୍କୁ ଦେଖାଇଛନ୍ତି ରୋଜଗାର ପନ୍ଥା..
ଗଛକୁ ଜୀବନସହ ଜଳ ସଞ୍ଚୟର ନୂଆ ଉପାୟ ବାହାର କରିଦେଲେ ସବୁଜ ବାହିନୀ ...ଗଛରେ ଲାଗିଲା ସାଲାଇନ୍..
ପୋଖରୀରେ ବିଷ ପକାଇ ମାରିଦେଲେ ମାଛ। ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଋଣ ଆଣି ମାଛ ଚାଷ କରିଥିଲେ।
ଆସନ୍ତା ୨୬ ତାରିଖରୁ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି, ବର୍ଷା ଏବଂ ଝଡ଼ ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି।
ପେଟି ଧରି ଇଏ କ’ଣ ଏମିତି ଧାଇଁଛନ୍ତି, ଆଙ୍କର କଣ ହେଲାକି ?
ଚିଲିକାର ଗଭୀର ଜଳରେ ନୀଳ ଢେଉ ଚିରି ଆଗକୁ ଯାଉଛନ୍ତି ଭାରତର ନୂଆ ସୁରକ୍ଷା କବଚ । ଭାରତୀୟ ନୌସେନାରେ ସାମିଲ ହେବାକୁ ଯାଉଥିବା ପ୍ରଥମ ବ୍ୟାଚ୍ ଅଗ୍ନିବୀର ।
ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିବ ବୋଲି ସୂଚନା ଦିଆଯାଇଛି ।
ସାମ୍ନାକୁ ଆସିଛି ଏକ ଚମତ୍କାର ଦୃଶ୍ୟ। ଚୁଲିରେ ନିଆଁ ହୁ… ହୁ… ହୋଇ ଜଳୁଛି। ଉପରେ ପଡିଛି ଲୁହା ପ୍ଲେଟ୍। ଏହା ଉପରେ ଆରାମରେ ବସିଛନ୍ତି ବାବା। ଲୋକେ ଆସୁଛନ୍ତି, ମୁଣ୍ଡିଆ ମାରୁଛନ୍ତି, ଆଶୀର୍ବାଦ ନେଉଛନ୍ତି।
ତୁର୍କୀ ଏବଂ ସିରିୟା ପରେ ଏବେ ଏସିଆରେ ସେହିଭଳି ଏକ ବଡ଼ ଧରଣର ଭୁ-କମ୍ପ ହେବ ବୋଲି ଆଶଙ୍କା କରାଯାଇଛି ।
ମହିଳାଙ୍କ ପାଇଁ ମହିଳାମାନେ ଅଣ୍ଟା ଭିଡିଛନ୍ତି.. ପିରିୟଡ ବେଳେ ଆଉ କପଡା ପିନ୍ଧିବୁନି କି କାହାକୁ ପିନ୍ଧିବାକୁ ଦେବୁନି.. ସେହି ଲକ୍ଷ୍ୟରେ ମହିଳାମାନେ ମିଶି ଗାଁ ମହିଳାଙ୍କ ଲାଗି ତିଆରି କରୁଛନ୍ତି ସାନିଟାରୀ ପ୍ୟାଡ୍..
ଅନେକ ପୋଷାକ ଉଭୟ ମହିଳା ଓ ପୁରୁଷଙ୍କ ପାଇଁ ଅଲଗା ହୋଇଥାଏ। ଆପଣ ହୁଏତ ଗୋଟିଏ ଜିନିଷ ଜାଣି ନଥିବେ ଯେ କିଛି ଆଇଟମ୍ ପୁରୁଷଙ୍କ ପାଇଁ ତିଆରି କରାଯାଇଥିଲା, ଯାହାକୁ ଏବେ ମହିଳାମାନେ ହିଁ ବ୍ୟବହାର କରୁଛନ୍ତି। ଆସନ୍ତୁ ଜାଣିବା ସେହିସବୁ ପୋଷାକ କ’ଣ…
ଫୁଲର ବଗିଚା ଭିତରେ ରହିଛି ଦୁଇଟି ଗାଁ । ଏହି ଗାଁକୁ ଥରେ ଗଲେ ଆଉ ଥରେ ଯିହାକୁ ମନ କହିବ ନିଶ୍ଚିତ । ଆସନ୍ତୁ ବୁଲିଯିବା କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକର ସାଧୁସାହି ଓ ବ୍ରାହ୍ମଣଭୂଇଁ ଗାଁ...
୨ ସପ୍ତାହ ମଧ୍ୟରେ ଗ୍ରାମର ୫ ଜଣ ଚାଷୀଙ୍କର ୩୬ ମେଣ୍ଢାକୁ ଖାଇଲା ଅଜଣା ଜନ୍ତୁ ।
ବଦଳୁଥିବା ସମୟ ସହ ମଣିଷତ୍ୱ ବି ବଦଳୁଛି । ଯେଉଁଠି ରକ୍ତର ସମ୍ପର୍କ ଫିକା ପଡ଼ି ଯାଉଛି ସେହି ସମୟରେ ସମାଜକୁ ସ୍ନେହ ଶ୍ରଦ୍ଧା ଓ ଭାଇଚାରର ବାର୍ତ୍ତା ବାଣ୍ଟିବା ଭଳି ଏକ ଖବର ଆସିଛି ଭଦ୍ରକରୁ । ଏଠାରେ ଏକ ବୁଲା ଷଣ୍ଢର ମୃତ୍ୟୁ ଭୋଜିକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା....
ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପୁଣି ଝଟ୍କା। ସୋସିଆଲ ମିଡିଆରେ ସାଂସଦ ଅନୁଭବ ମହାନ୍ତିଙ୍କ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ବର୍ଷାଙ୍କ ପକ୍ଷରୁ ଦାୟର ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି।
ଇଏ କଣ ଏମିତି ମିଡିଆକୁ ଆଡେଇ ମାଡିଯାଉଛନ୍ତି । କହିଲେଣି ମନାଅଛି ପ୍ଲିଜ ପ୍ଲିଜ୍ । ହେଲେ ସାମ୍ବାଦିକ ତ ତାଙ୍କ ପ୍ଲିଜକୁ ଖାତିର କରୁନାହାନ୍ତି... ଦେଖୁନ ତାଙ୍କ ପଛରେ ଗୋଡେଇଲେଣି...
କାହାର ହାତରେ କୋଦାଳ ତ ଆଉ କାହାରି ହାତରେ ଶାବଳ । ଚାଲିଛି କେନାଲ ଖୋଳା କାମ ।
ରାଜଧାନୀ ଭୁବନେଶ୍ୱରରେ ପୋଷା କୁକୁରଙ୍କୁ ନେଇ ଆସିବ ଆଇନ୍। ଏହାଛଡ଼ା ଭୁବନେଶ୍ୱରରେ ଥିବା ବୁଲା କୁକୁରଙ୍କ ବନ୍ଧ୍ୟାକରଣ ଓ ଟିକାକରଣକୁ ତ୍ୱରାନିତ କରିବା ନେଇ ମଧ୍ୟ ନିଷ୍ପତ୍ତି ହୋଇଛି।
ଆପଣ ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି-ଉଦୟଗିରି ନିକଟସ୍ଥ ରାସ୍ତା ଦେଇ ଯାତାୟତ କରୁଛନ୍ତି କି ? ତା’ହେଲେ ଏହି ଖବର ଆପଣଙ୍କ ପାଇଁ ଜରୁରୀ।
ରାଜ୍ୟର ୭ ସହରରେ ପ୍ରଦୂଷଣ ମାତ୍ରା ବିପଦଜନକ ସ୍ଥିତିରୋ ଏହାକୁ ଦୃଷ୍ଟିରେ ରଖି ଏହି ସହର ଗୁଡ଼ିକୁ ନନ୍ ଆଟେନ୍ମେଣ୍ଟ ସିଟି ଭାବେ ଚିହ୍ନଟ କରାଯାଇଛି।
ଜଙ୍ଗଲ ନିଆଁକୁ ନେଇ ଟେନସନ୍ରେ ରାଜ୍ୟ ସରକାର ।
ସ୍ୟାଟ୍ ଉଚ୍ଛେଦ ନେଇ ଗତ ୨୦୧୯ରେ ବିଜ୍ଞପ୍ତି ଜାରି କରିଥିଲା କେନ୍ଦ୍ର ।
ଥିଲା ଥିଲା ଢାଳିଦେଲା । ବିଲ ଭିତରେ ଆଣ୍ଠୁଏ ଉଚ୍ଚର ପାଣି...ଆଖି ସାମ୍ନାରେ କ୍ଷେତ ଉଜୁଡ଼ିଯିବାରୁ ଭୋ ଭୋ ହୋଇ କାନ୍ଦୁଛି ଚାଷୀ
ଆପଣ ଜ୍ୟୋତିର୍ବିଜ୍ଞାନ ବିଷୟରେ ଜାଣିବାକୁ ଆଗ୍ରହୀ କି? ଅନ୍ତରୀକ୍ଷ, ଗ୍ରହ ଏବଂ ନକ୍ଷତ୍ର ବିଷୟରେ ଜାଣିବାକୁ ଚାହାନ୍ତି କି? ତେବେ ଆପଣଙ୍କ ପାଇଁ ଖୁସି ଖବର। ଏହିଦିନ ମହାକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ। କ’ଣ ହେବ ଆସନ୍ତୁ ଜାଣିବା।
ଜନ୍ମଦେଇ ଫେରାର୍ ହୋଇଗଲା ମାଆ..ଆଉ ଏବେ ବାପା ବି ତାକୁ ଛାଡ଼ି ପଳାଇଛି.. କୁନିଝିଅ ଜାଣିନି ତା ସହ କେତେ ବଡ଼ ଛଳନା ହୋଇଛି.