ସଂକଟରେ ଏବେ ଓକିଲାତି। ବାହାରିଛି ବିଶ୍ୱର ପ୍ରଥମ ରୋବଟ୍ ଓକିଲ। ଫେବୃଆରୀରେ ଲଢିବ ପ୍ରଥମ ମାମଲା। ଖୁବ କମ୍ ଟଙ୍କାରେ ସମାଧାନ ହେବ କେସ୍।
ବାର୍ହା ଶିକାର ପାଇଁ ୧୧ କେଭି ତାର ବିଛାଇଥିଲେ ଶିକାରୀ। ଏହା ସଂସ୍ପର୍ଶରେ ଆସି ପ୍ରାଣ ହାରିଲା ହାତୀ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍ର ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ଭିଜିଲାନ୍ସ ଗିରଫ କରିଛି।
ମୋତେ କ୍ୟାନସର ହୋଇଛି। ଏ କଥା କେବେ ହେଲେ ମୋ ମମି ପାପାଙ୍କୁ କହିବେନି। ୬ ବର୍ଷ କୁନି ପୁଅର ଏ ପ୍ରକାର ଆକୁଳ ନିବେଦନ ଡାକ୍ତରଙ୍କ ଆଖିରେ ଭରି ଦେଲା ଲୁହ... ଆଉ ଶେଷରେ...
ବିଭିନ୍ନ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସଫେଇ କର୍ମଚାରୀ। ୱାର୍ଡ ସାରା ଅଳିଆ ଗଦା ହେଲାଣି। ମହାନଗର ନିଗମ ଶୁଣୁନି। ତେଣୁ ବାଧ୍ୟ ହୋଇ ଜଣେ କର୍ପୋରେଟର ନିଜେ ସଫେଇ ପାଇଁ ବାହାରିଲେ। ହାତରେ ଝାଡୁ ଧରି ଅଳିଆ ଗାଡିରେ ଅଳିଆ ଉଠେଇ ନିଜ ୱାର୍ଡ ସଫା କଲେ…
ଇଂଜିନିୟରିଂ ପାଠ ପଢିଲେ, ମୁମ୍ବାଇରେ ଚାକିରି କଲେ.. ହେଲେ ଏବେ ସେ ଛେଳି ଚରାଉଛନ୍ତି..
ନାରଣ ଦେଖିଲା ଗୋଟିଏ ସରଳରେଖାରେ ମିଶନ ଶକ୍ତି, ଉଈ ଶକ୍ତି ଆଉ ମଦ ଶକ୍ତି
ରେଲ୍ୱେ ଷ୍ଟେସନରେ ଅସମ୍ଭାଳ ଭିଡ଼ ଭିତରେ ଠେଲାପେଲା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ତଳେ ପଡ଼ି ଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ଭୁବନେଶ୍ୱରରେ ନବ ନିର୍ମାଣ କୃଷକ ସଂଗଠନର ଜୋରଦାର ଆନ୍ଦୋଳନ ଦେଖିବାକୁ ମିଳିଛି। ଆନ୍ଦୋଳନକାରୀମାନେ ନବୀନ ନିବାସ ଯିବା ବାଟରେ ପୋଲିସ୍ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଧୂଆଁବାଣ ସାଜିଲାକି ଓଡ଼ିଆରେ ଓସିଏସ୍ ପରୀକ୍ଷା। କ୍ୟାବିନେଟ୍ ନିଷ୍ପତ୍ତି ସତ୍ତ୍ୱେ ପୂର୍ବପରି ଇଂରାଜୀରେ ପ୍ରଶ୍ନପତ୍ର ଆସିବା ନେଇ OPSCର ବିଜ୍ଞପ୍ତି ପରେ ଓଡ଼ିଆ ଭାଷାପ୍ରେମୀଙ୍କ ଅସନ୍ତୋଷ। ଅନ୍ୟ ରାଜ୍ୟରେ ହେଉଥିଲେ ବି ଏଠି କାହିଁକି ହେବନି ବୋଲି ପ୍ରଶ୍ନ।
ଚାଷୀଙ୍କ ଜମିକୁ ପାଣି ଯୋଗାଇବା ଉଦ୍ଦେଶ୍ୟରେ ଯଦି ଆଡ଼ିବନ୍ଧ ହେଲା, ତେବେ କାହିଁକି କାମରେ ଆସୁନି ? କାହିଁକି ମରାମତି ହେଉନି ଗାର୍ଡ ୱାଲ? ଚାଷୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଥିବା ସରକାର ଏହା ଉପରେ ଦୃଷ୍ଟି ଦେବେ କି ?
ପ୍ରେମ ଆଗରେ ମା’ର ମମତା ତୁଚ୍ଛ । ପ୍ରେମିକା ଉଦ୍ଦେଶ୍ୟରେ ଆଇ ଲଭ୍ ୟୁ ଲେଖି ଜୀବନ ହରାଇଲା ପୁଅ । ଭେଣ୍ଡିଆ ପୁଅକୁ ହରାଇ ଛାତି ଫଟାଇ କାନ୍ଦୁଛି ବୁଢ଼ା ବାପ । ମା’ ଆଖିରୁ ତ ଲୁହ ଶୁଖୁନି . . .
ଦୁଷ୍କର୍ମ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ
ପିଇକି ଆସିଲେ, ଫାଇନ୍ ଦେଲେ...ଯାହାର ମେସିନ୍ ଯେତେ ନାଲି ତାର ଯୋଗଦାନ ବେଶୀ..
ହକି ନାଁ କହି ସବୁ ଭାଙ୍ଗିଦେଲେ। ନା ହକି ପାଇଁ କିଛି ସୌନ୍ଦର୍ଯ୍ୟକରଣ କଲେ ନା ଲୋକଙ୍କ ରୋଜଗାର ଫେରାଇ ଦେବା ପାଇଁ କୌଣସି ବ୍ୟବସ୍ଥା କଲେ।
ଭୁବନେଶ୍ୱରରେ ପଥୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ନାଚ ଗୀତ ସହ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଛି।
୨୦୧୬ ଅଣ୍ଡର-ଏଇଟିନ୍ ଏସିଆ କପ୍ରେ ସଞ୍ଜୀପ ସମ୍ଭାଳିଥିଲେ ଭାରତୀୟ ହକି ଟିମ୍ର ଅଧିନାୟକ ଦାୟିତ୍ୱ।
କ୍ଷତିପୂରଣ ଦାବିରେ ମୃତଦେହ ରଖି ଆନ୍ଦୋଳନ
ମାଣ୍ଡିଆ , ସୁଆଁ , କାଙ୍ଗୁ ଭଳି କୋରାପୁଟର ବଣପାହାଡରେ ଉତ୍ପାଦିତ ହେଉଥିବା ଖାଦ୍ୟ ଶସ୍ୟରେ ପୌଷ୍ଟିକତା ଭରି ରହିଛି ....
ଦିଲ୍ଲୀରୁ ଭର୍ଚୁଆଲ୍ରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ବିମାନ ସେବାର ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡ଼ାଣ ଆରମ୍ଭ ହେବ।
ଏବେ ପର୍ଯ୍ୟଟନ ଋତୁ ଚାଲିଛି, ଏମିତିରେ ବି ନୂଆ ବର୍ଷର ପ୍ରଥମ ସପ୍ତାହ । ଛୁଟି କାଟିବାକୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଏହି ଗନ୍ତାଘରକୁ ପରିବାର ସହ ଧାଇଁ ଆସିଛନ୍ତି ଦେଶି ବିଦେଶୀ ପର୍ଯ୍ୟଟକ...
ଜିମ୍ ଗଲେ ସୁନ୍ଦର ସ୍ୱାସ୍ଥ୍ୟ ହେବ ଜାଣିପାରି ତାଙ୍କ ମନରେ ବଡ଼ି ବିଲ୍ଡର ହେବାର ଇଚ୍ଛା ଥିଲା । ଏଥିରେ ସେ ସଫଳ ମଧ୍ୟ ହୋଇଛନ୍ତି ଏବେ କିନ୍ତୁ ପରିସ୍ଥିତିରେ ପଡ଼ି ବଦଳି ଯାଇଛି ତାଙ୍କ ଭାଗ୍ୟ....
ଦେଶବାସୀ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖିଲେ, ଭାଇରସ୍କୁ ଭୟର କରିବାର କିଛି କାରଣ ନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ୍ ମାଣ୍ଡଭିୟ ଏଭଳି କହିଛନ୍ତି।
ମାଆ ଓ ଶାବକଙ୍କ ଗତିବିଧିକୁ ସିସିଟିଭି ଜରିଆରେ ନଜରରେ ରଖାଯାଇଛି।