ବଡ଼ଦାଣ୍ଡରେ ବଡ଼ଧରଣର ବ୍ୟାରିକେଡ୍ ଦୁର୍ନୀତି ଅଭିଯୋଗ । ୨୦୨୦-୨୧ରେ ୨୧ ଲକ୍ଷ, ୨୩-୨୪ ବେଳକୁ କୋଟିଏ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ । ଅସ୍ଥାୟୀ ବ୍ୟାରିକେଡ୍ ବାବଦକୁ ଅପ୍ରତ୍ୟାଶିତ ଖର୍ଚ୍ଚବୃଦ୍ଧି ନେଇ ଅସନ୍ତୋଷ ।
ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ । ବାପା ବିଦାର ୨୪ ବର୍ଷ ପରେ ବିଜେଡିରେ ମିଶିଲେ ପୁଅ ଅରବିନ୍ଦ । ଆଶୀର୍ବାଦ ଦେଲାବେଳେ ‘ବାପାଙ୍କୁ ଜଣାଇଦେବ’ କହିଲେ ନବୀନ ।
ସେହିପରି ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପରିବାର ଲୋକଙ୍କ ମୁହଁରେ ଦାନା ମୁଠାଏ ଦେବା ପାଇଁ ଦିନେ ସେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିଲେ। ଏବେ ସମୟ ବଦଳିଛି ଏବଂ ନିଜ ଉଦ୍ୟମ କ୍ରମେ ଦାଦନରୁ ପାଲଟିଛନ୍ତି ଜଣେ ସଫଳ ଚାଷୀ । ସବୁଠାରୁ ବଡ କଥା ହେଉଛି, ନିଜର ବୋଲି କୌଣସି ଚାଷ ଜମି ନାହିଁ । ଅନ୍ୟର ଜମିକୁ ଲିଜରେ ନେଇ ବିଭିନ୍ନ ପ୍ରକାର ରଙ୍ଗ ବେରଙ୍ଗ ଫୁଲ କୋବି ଓ ବନ୍ଧା କୋବି ଚାଷ କରି ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି କନ୍ଧମାଳର ବରୁଣ ପ୍ରଧାନ ।
ପାରିଶ୍ରମିକ ବାବାଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ।
ହାତରେ ନୁହେଁ ଗୋଡ଼ରେ ସବୁ କରନ୍ତି ଚୂଡ଼ଙ୍ଗପୁର ବିରଞ୍ଚି ବାଡ଼ଖିଆ। ହେଲେ ସୁନ୍ଦର ସୁନ୍ଦର ଚିତ୍ର ଆଙ୍କିବା ତାଙ୍କୁ ଦେଇଛି ସ୍ୱତନ୍ତ୍ର ପରିଚୟ...
ଏ ବି ଜଣେ ମା’ । ଅନ୍ତଚିରି ଜନ୍ମ ଦେଇଛି ତା’ ଦୁଇ ପିଲାଙ୍କୁ । ସ୍ୱାମୀ କୁଆଡେ ଚାଲିଯିବା ପରେ ଅଭାବ ଭିତରେ ପେଟକୁ କାଟି ପିଲାଙ୍କ ମୁହଁରେ ଫୁଟାଉଛି ହସ । ଆଉ ଯୋଗାଡ଼ କରୁଛି ଦୁଇ ଓଳି ଦୁଇମୁଠା ଦାନା । ଜୀବନର ଦୁଃଖ କଳା ବାଦଲ ଭିତରେ କେବେ ବି ହାରିନାହାନ୍ତି ସୁମିତ୍ରା ।
ବାହାଘର ଭୋଜି ଖାଇ ଗୋଟିଏ ପରିବାରର ଜଣେ ମୃତ, ୪ ଗୁରୁତର। ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ଏଭଳି ଦୁଃଖଦ ଘଟଣା ଘଟିଛି।
ହେଲିକପ୍ଟରରେ ଆସି ଓହ୍ଲାଇଲେ ପାଣ୍ଡିଆନ, VVIP ବାଇକ୍ ଚଲାଇଲେ
ନୟାଗଡ଼ରେ କଙ୍ଗାରୁ କୋର୍ଟ ବିଚାର, ଅଙ୍ଗନୱାଡ଼ି କର୍ମୀଙ୍କୁ ଗାଁ ସଭାରେ ନିଆଁ ପାଣି ବାସନ୍ଦ । ଚାକିରି ଛାଡ଼ିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସମୟରେ ଡ୍ୟୁଟିରେ ଥିବା ପୋଲିସଙ୍କ ବନ୍ଧୁକ ଚୋରି ହୋଇଥିବା ଅଭିଯୋଗ । ଭୁବନେଶ୍ୱର ସପ୍ତମ ବାଟାଲିୟନରେ ରହି ଡ୍ୟୁଟି କରୁଥିବା ପି.ଲଛମୟାଙ୍କ ଇନ୍ସାସ ରାଇଫଲ୍ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି ।
ଏକାଠି ହୋଇଛନ୍ତି ୬ ଖଣ୍ତ ଗ୍ରାମବାସୀ । କରାଯାଇଛି ଭୋଜି ଭାତର ଆୟୋଜନ । ପିଲାଠୁ ବୁଢ଼ା ସମସ୍ତେ ବସି ଏକାଠି ଖାଉଛନ୍ତି । ଆଉ ଭୋଜିରୁ ବାଦ୍ ପଡ଼ିନାହାନ୍ତି ଗାଁର ମହିଳା । ଏ ଦୃଶ୍ୟ କୌଣସି ହସ ଖୁସିର ମାହଲ ନୁହେଁ, ବରଂ ଜଣକୁ ହରାଇବା ଦୁଃଖରେ କରାଯାଇଛି...
ରାଜ୍ୟରେ ଅଟୋମେଟେଡ୍ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ ଆରମ୍ଭ । ୬ଟି ସ୍ଥାନରେ ଅଟୋମେଟେଡ୍ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ ଆରମ୍ଭ । କମ୍ପ୍ୟୁଟର, କ୍ୟାମେରା ଓ AI ଦ୍ବାରା ହେବ ତଦାରଖ ।
ଦେଖାଯାଉନି ରାସ୍ତାଘାଟ । ମାତ୍ରାଧିକ ଧୂଳି ଉଡୁଥିବାରୁ ଲୋକେ ହେଉଛନ୍ତି ଅଣନିଶ୍ୱାସୀ । ସୋନପୁର-ବିନିକା-ରାମପୁର-ଡୁଙ୍ଗୁରିପାଲି ରାସ୍ତାରେ ପ୍ରବଳ ଧୂଳି ଉଡୁଥିବାରୁ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଲୋକେ । ରାସ୍ତାର ଉନ୍ନତିକରଣ କଚ୍ଛପ ଗତିରେ ଚାଲୁଥିବାରୁ ଧୂଳିରେ ଲୋକେ ଆକ୍ତାମାକ୍ତା ।
ଗାୟତ୍ରୀଙ୍କ କଣ୍ଠରେ ସତେ ଯେମିତି ଯାଦୁ ଅଛି
ପୋଲିସ ଡାଏରୀରେ ଠକ ପ୍ରେମିକର କଳା କାରନାମା
ଯେଉଁ ରାସ୍ଥା ଦେଇ ଯମ ଯିବାକୁ ଭୟ କରିବ ସେହି ରାସ୍ଥା ହିଁ ଲୋକଙ୍କ ଭରସା । ନିଜ ପଞ୍ଚାୟତକୁ ଯିବାକୁ ନାହିଁ ନିତିଦିନିଆ ରାସ୍ଥା, ରାସନ ସାମଗ୍ରୀ ପାଇଁ ଗାଁ ଲୋକଙ୍କୁ ଚାନ୍ଦା କରି ଟ୍ରାକ୍ଟରରେ ଯିବାକୁ ପଡୁଛି।
ଭେଜ ତଥା ନିରାମିଷ ଖାଉଥିବା ଲୋକଙ୍କ ପାଇଁ ଛତୁ ହେଉଛି ନନଭେଜ୍। ଏହା ବର୍ତ୍ତମାନ ସମୟରେ ଏକ ପ୍ରମୁଖ ଖାଦ୍ୟ । ଆପଣ ହୋଟେଲକୁ ଯାଆନ୍ତୁ ଅବା ରେଷ୍ଟରାଣ୍ଟକୁ ସମସ୍ତଙ୍କ ଥାଳିରେ ମସରୁମ୍ ଚିଲି ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ମସରୁମ୍ ଡିସ୍ ଦେଖିବାକୁ ପାଇବେ। ତେବେ ଏହି ଛତୁ ଚାଷ ଆଜି ସ୍ୱାବଲମ୍ବୀ କରିପାରିଛି
ଏଠି ପାନ ଖାଇଲେ ଗୀତ ଗାଇବାକୁ ମନ ହୁଏ। ଖାଇକେ ପାନ ବନାରସ ବାଲା…ଖୁଲଯାଏ ବନ୍ଦ ଅକଲ କା ତାଲା…
ଭାରତ ସରକାରଙ୍କ 'ସାଇବର ସାନିଟେସନ୍ ସେଣ୍ଟର', ଯାହା ବୋଟ୍ନେଟ୍ କ୍ଲିନିଂ ଏବଂ ମାଲ୍ୱେର୍ ଆନାଲିସିସ୍ ସେଣ୍ଟର ଭାବରେ ମଧ୍ୟ ଜଣାଶୁଣା, ଏକ ମାଗଣା ବୋଟ୍ନେଟ୍ ଡିଟେକ୍ସନ୍ ଏବଂ ରିମୁଭାଲ ଟୁଲ୍ସ ପ୍ରସ୍ତୁତ କରିଛି। ଏହି ଆପ୍ ଯେକୌଣସି ପ୍ରକାରର ବଟ୍ ଆପ୍, ମାଲ୍ୱେର୍ ଏବଂ ଭାଇରସ୍ ଚିହ୍ନଟ କରିବାରେ ସକ୍ଷମ ହେବ।
ବର୍ଷ ବର୍ଷର ଆଇନର ଲଢେଇ ପରେ ଏବେ ଛାତିଫଟା ଖୁସି ବି ନିଅଣ୍ଟ ପଡୁଛି। ୮ ବର୍ଷରେ ଘଟିଥିବା ଗୋଟି ଗୋଟି କାହାଣୀ କହୁଛନ୍ତି ଜୟପୁରର ନିରଞ୍ଜନ ଦାଶ।
ଯୁଆଡେ ଦେଖିବେ ଖାଲି ବଡ ବଡ କୋଠା। ହେଲେ ନାହିଁ ବର୍ଣ୍ଣ କେୟାର ୟୁନିଟ୍। ଦକ୍ଷିଣ ଓଡ଼ିଶାର ସବୁଠାରୁ ସବୁଠାରୁ ପ୍ରମୁଖ MKCG ମେଡିକାଲରେ ପରିତାପର ବିଷୟ।
ଦାରିଦ୍ରତାର ନଗ୍ନ ଚିତ୍ର । ଜଣେ ହ୍ୱିଲ୍ ଚେୟାରରେ ତ ଆଉ ଜଣେ ଦେଖିପାରୁନାହାନ୍ତି । ସରକାର ଦେଉଥିବା ଚାଉଳ ଗଣ୍ଡେ ହିଁ ଏମାନଙ୍କର ସାହା ଭରସା । ହେଲେ ସେତକରୁ ମଧ୍ୟ ବଞ୍ଚିତ ଏମାନେ ।
ଡାକ୍ତରଙ୍କ କାମ କରୁଛନ୍ତି ସିକ୍ୟୁରିଟି ଗାର୍ଡ । ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ସ୍ୱାସ୍ଥ୍ୟସେବାର ବିରଳ ଚିତ୍ର । ଏଠି ଡାକ୍ତରଙ୍କ କାମ କରୁଛନ୍ତି ସିକ୍ୟୁରିଟି ଗାର୍ଡ ।
ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଜାମୁଡିହା ଗାଁର ଅଧିକାଂଶ ଯୁବକ ଦେଶ ସେବାରେ ନିୟୋଜିତ । ଏହି ଗାଁର ସଭିଙ୍କ ମନରେ ଦେଶ ପ୍ରତି ସ୍ନେହ ଓ ଭଲପାଇବା ରହିଛି । ଗାଁରେ ପିଲା ଜନ୍ମ ହେବାକ୍ଷଣି ମନରେ ଦେଶସେବା ପାଇଁ ଉତ୍ସାହ ଭରିଦିଏ ଗାଁର ବାତାବରଣ ।