ନୀଳଗିରି ଚାଷ ଜମିରେ ଚାଲିଛି ସାଟେଲାଇଟ୍ ସର୍ବେକ୍ଷଣ । କେଉଁଠି ସମବାୟ ସମିତିର କର୍ମଚାରୀ ତ ଆଉ କେଉଁଠି, ରାଜସ୍ୱ ନୀରିକ୍ଷକ ବିଲ ଭିତରକୁ ଯାଇ ଫିଜିକାଲ ସର୍ବେକ୍ଷଣରେ ଲାଗି ପଡିଛନ୍ତି ଅଧିକାରୀ ।
ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ବାପା-ପୁଅଙ୍କ ଭଲ ପାଇବା। ଭିଡିଓରେ ବାପାଙ୍କୁ ତାଙ୍କ ସ୍ୱପ୍ନର ବାଇକ୍ ଦେଇ ପୁଅ ଏବେ ଚର୍ଚ୍ଚାରେ ରହିଛି। ଏହି ଭିଡିଓ ଏବେ ସମସ୍ତଙ୍କ ହୃଦୟ ଜିତିବାରେ ଲାଗିଛି।
ସମ୍ବଲପୁର ଓକିଲ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟରେ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହୋଇଛି। ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ପ୍ରକାଶ କରିଛନ୍ତି।
ମାଇକ୍ ଯୋଗେ ସଚେତନ କରୁଛି ପୋଲିସ.. ପୁଣି ଦବିଲାଣି ସେତୁ.. ଆଜି ଗଡ଼ିବନି ଗାଡ଼ି..
ସମ୍ବଲପୁର କୋର୍ଟରୁମ୍ରେ ଭଙ୍ଗାରୁଜା ଘଟଣାରେ ୧୬ ଗିରଫ ।
ନିଜ ପତ୍ନୀଙ୍କୁ ଉଚିତ ନ୍ୟାୟ ଦେବା ପାଇଁ କନ୍ଧମାଳ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଠାରୁ ଆରମ୍ଭ କରି ଜିଲ୍ଲାପାଳ ଏବଂ ରାଜ୍ୟ ସରକାରଙ୍କୁ ଗୁହାରୀ କରି କରି ଶେଷରେ ନିରାଶ ହୋଇଯାଇଛନ୍ତି । ଏପରି ସ୍ଥଳେ ତାଙ୍କ ପାଖରେ ଆତ୍ମହତ୍ୟା ବ୍ୟତୀତ ଅନ୍ୟ ଉପାୟ ନାହିଁ, ତେଣୁ ସେ ଇଚ୍ଛାମୃତ୍ୟୁ ପାଇଁ ମହାମହିମ ରାଷ୍ଟ୍ରପତିଙ୍କୁ ଚିଠି ପଠାଇଥିବା କହିଛନ୍ତି ।
ଦିନକୁ ଦିନ ରାଜଧାନୀ ଭୁବନେଶ୍ବରରେ ବୃହତ ଅଟ୍ଟାଳିକା ମାନ ଗଢ଼ି ଉଠୁଥିବା ବେଳେ ଏ ସୁନ୍ଦର ସହର କଂକ୍ରିଟ ଜଙ୍ଗଲରେ ପରଣିତ ହେବାକୁ ବସିଛି।
ପୂରା ଶୂନଶାନ ହୋଇପଡ଼ିଛି ଗାଁ.. କେହି ଜଣିଏ ବି ଦେଖା ଯାଉନାହଁନ୍ତି..ସଭିଏଁ ଏବେ ନିକଟ ଜଙ୍ଗଲ ମୁହାଁ..ଖବର ଆସିଛି ଗାଁ ନିକଟ ଜଙ୍ଗଲରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି.. ଆଖିରେ ଆଖିଏ ଲୁହ ଧରି, ହାତରେ ଫୁଲ ଧୂପ ସିନ୍ଦୁର ନେଇ ସବୁ କାମ ଛାଡ଼ି ଧାଇଁ ଆସିଛନ୍ତି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେବାକୁ
ସଂସଦର ସେଣ୍ଟ୍ରାଲ ହଲ୍..ଯେଉଁଠି ଭାରତରତ୍ନ ପଣ୍ଡିତ ଜବାରହାରଲାଲ ନେହେରୁ ଭାଷଣ ଦେଇଥିଲେ..ସେଇଠି ଇଂରାଜୀରେ ଚମତ୍କାର ବକ୍ତବ୍ୟ ଦେଇ ଆଜି ଚର୍ଚ୍ଚାରେ କୋରାପୁଟର କୁନି ଝିଅ..
ବାପା ଯଦି ବଞ୍ଚିଥାନ୍ତେ.. ସବୁ ସୁଖ ଥାଆନ୍ତା.. ହୁଏତ OAS ହେବା ସ୍ୱପ୍ନ ବି ପୂରଣ ହୋଇଥାନ୍ତା.. ହେଲେ ଏବେ ଘରର ମେରୁଦଣ୍ଡ ଭାଙ୍ଗିଯାଇଛି.. ଚଳିବା ମୁସ୍କିଲ୍.. ପାଠ କଣ ପଢିବୁ..ବାପା.. ତୁମେ ଫେରିଆସ ନା
ହଇଓ ଭଉଣୀ.. ତୁମ ଦେହ ଭଲ ଅଛି ତ.. ଲଙ୍କାକୁ ଯାଉଛ ନା ପିକନିକ୍.. ଭୁଲିଯାଉଛ କି କୋଉ ଚରିତ୍ରରେ ଅଛ..
ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶକୁ ପୁଣି ଫୁ..ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘ ଓ ବିଭିନ୍ନ ସାମାଜିକ ସଂଗଠନର ସତ୍ୟାଗ୍ରହ ବେଳେ ପୋଲିସ-ଆନ୍ଦୋଳନକାରୀ ମୁହାଁମୁହିଁ
ଆନ୍ଦୋଳନକାରୀ ଓକିଲଙ୍କ ପ୍ରତି ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ ସତ୍ତ୍ୱେ ଆନ୍ଦୋଳନକୁ ନେଇ ଅପ୍ରୀତିକର ସ୍ଥିତି ।
ଜିଆଖତ ଦେଲା ଲକ୍ଷାଧିକ ରୋଜଗାର.. ଏଥର ଘର ଖର୍ଚ୍ଚ ଉଠାଉଛନ୍ତି ମହିଳା
ସ୍ତ୍ରୀକୁ ହତ୍ୟା କରାଯାଇଥିବା ଅଭିଯୋଗ କରି ନ୍ୟାୟ ମାଗୁଛନ୍ତି ଖଗେଶ୍ୱର
ବଦଳିଲା ଭାଗ୍ୟ.. ଜିଆଖତ ଦେଲା ଲକ୍ଷାଧିକ ରୋଜଗାର.. ଏଥର ଘର ଖର୍ଚ୍ଚ ଉଠାଉଛନ୍ତି ମହିଳା
ବଣ ଭିତରେ.. ଘାଟି ଉପରେ ଶୀତରେ ଦେହ ଥରିଯାଉଥିବ.. ସେତିକି ବେଳେ ଗରମ ଗାଧୁଆଟେ ହେଇଗଲେ ଓଃ କି ମଜା..
ସ୍ତନ କର୍କଟ ଯୋଗୁଁ ଅସ୍ତ୍ରୋପଚାର ହେଲା ଏବଂ କେମୋଥେରାପି କରାଗଲା। ସେ ଭଲ ହେବେ ବା ନ ହେବେ ଏମିତି ଚିନ୍ତାରେ ଥିଲେ। ଏପରି କଷ୍ଟକର ସମୟରେ ସେ ତାଙ୍କ ପୋଷା ବିଲେଇଙ୍କ ସମର୍ଥନ ପାଇଥିଲେ। ଆସନ୍ତୁ ଜାଣିବା ଏହାକୁ ନେଇ କ’ଣ କହୁଛନ୍ତି ଏହି ଯୁବତୀ।
ରାଗି ଗଲେ ଦେଶର ସର୍ବୋଚ୍ଚ ଅଦାଲତ, ଓକିଲ ଆନ୍ଦୋଳନ ପ୍ରତିହତ କରିବାରେ ପୋଲିସ ବିଫଳ କହିଲେ କୋର୍ଟ
ମିଳିଲା ନିଖୋଜ ଥିବା ଗୋଟିଏ ପରିବାରର ୩ ଜଣ ସଦସ୍ୟ ଓ ସେମାନଙ୍କର ଜଣେ ପଡ଼ୋଶୀଙ୍କ ପତ୍ତା। ଖୋଜାଖୋଜି ପରେ ୪ ଜଣ ଫେରୁଥିବା କାର୍ଟି ରାସ୍ତାକଡ଼ କୂଅ ଭିତରୁ ଠାବ କରାଯାଇଛି।
ଗାଁରେ କାହାରି ଘରେ ଖଟ ନାହିଁ, ଛୋଟ ପିଲା ହୁଅନ୍ତୁ କି ବୁଢା ସମସ୍ତେ ଚଟାଣରେ ପଟିଆ କିମ୍ବା ମଶିଣା ପକାଇ ଶୋଇଥାନ୍ତି।
ବଣ ଭିତରେ.. ଘାଟି ଉପରେ ଶୀତରେ ଦେହ ଥରିଯାଉଥିବ.. ସେତିକି ବେଳେ ଗରମ ଗାଧୁଆଟେ ହେଇଗଲେ ଓଃ କି ମଜା..
ପୁଣି ସଭାପତିଙ୍କ ନାଁ ଭୁଲିଗଲେ.. ଏମିତି କହିଲେ ଯେ.. ନାରଣ ମୁଣ୍ଡ ଟିଣ..
ନୂଆ ସ୍କ୍ରାପିଂ ନୀତି ପ୍ରତି ସମସ୍ତଙ୍କ ସହଯୋଗ ଲୋଡ଼ିଲେ ରାଜ୍ୟ ପରିବହନ ମନ୍ତ୍ରୀ
ସ୍ୱଚ୍ଛ ଭାରତ ଯୋଜନାରେ ନାହିଁ ସ୍ୱଚ୍ଛତା