• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Miscellaneous Updates

High-security plate: Anxiety grips vehicle owners as deadline approaches fast
ଟେନସନ୍ ବଢ଼ାଇଲାଣି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ 

ଏବେ ପ୍ରଶ୍ନ, HSRP ସମସ୍ୟାର ସମାଧାନ କଣ ? ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ପରିବହନ ବିଭାଗ HSRP ଡେଡଲାଇନ ବଢ଼ାଇବ କି ?

Mandia snacks will serv on the guest's plate at official events
ଏଣିକି ସରକାରୀ କାର୍ଯ୍ୟକ୍ରମରେ ଅତିଥିଙ୍କ ପ୍ଲେଟ୍‌ରେ ପରଶାଯିବ ମାଣ୍ଡିଆ ସ୍ନାକ୍ସ

ଏଣିକି ସରକାରୀ କାର୍ଯ୍ୟକ୍ରମରେ ମାଣ୍ଡିଆ ଟିଫିନ୍ ଓ ସ୍ନାକ୍ସ। ସବୁ ବିଭାଗକୁ କୃଷି ପ୍ରମୁଖ ସଚିବଙ୍କ ଚିଠି। ଏନେଇ ଓଡ଼ିଶା ମିଲେଟ୍ ମିଶନର ପ୍ରଚାର ପ୍ରସାର ଉଦ୍ୟମ। ଚାଷୀଙ୍କ ସହ ଭଲ ବେପାର ଆଶାରେ ବ୍ୟବସାୟୀ ବି ଖୁସ୍।

Minister property details
ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀ ସବୁଠୁ ଧନୀ

ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସଂପତ୍ତି ପ୍ରାୟ ୩୪ କୋଟିରୁ ଅଧିକ ଥିବା ଦର୍ଶାଯାଇଛି। 

no conditioner in war time
ଆଣବିକ ଯୁଦ୍ଧ ହେଲେ କେମିତି ନିଜକୁ ରଖିବେ ସୁରକ୍ଷିତ

ରୁଷିଆ-ୟୁକ୍ରେନ ଥମିବାର ନାଁ ଧରୁନି। ଏମିତି ସ୍ଥିତିରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ବୋଲି ରୁଷ ରାଷ୍ଟ୍ରପତି ପୁଟିନ ଧମକ ଦେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଯଦି ଆଣିବକ ଯୁଦ୍ଧ ହୁଏ ମଣିଷ କେମିତି ଏଥିରୁ ନିଜକୁ ସୁରକ୍ଷିତ ରଖି ପାରିବ ? କ’ଣ କଲେ ଆଣବିକ ବିସ୍ଫୋରଣର ରେଡିଏସନ ପ୍ରଭାବ କମ ରହିବ ? କୁହାଯାଇଛି, ଆଣବିକ ଯୁଦ୍ଧ ସମୟରେ  ଚୁଟିରେ ଆଦୌ କଣ୍ଡିସନର ଲଗାନ୍ତୁ ନାହିଁ।  ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ କାହିଁକି ? ଆଣବିକ ଯୁଦ୍ଧ ସହ କଣ୍ଡିସନର କ’ଣ ସମ୍ପର୍କ ରହିଛି ?

Commissionerate Police issues guidelines
ଦୁର୍ଗାପୂଜାରେ ବ୍ୟାଣ୍ଡ୍‌, ଡିଜେ ପାଇଁ କଟକଣା

ଜାତୀୟ ରାଜପଥ ଉପରେ ମ୍ୟୁଜିକ ପାର୍ଟିଙ୍କୁ ପରିବେଷଣରେ ବାରଣ କରାଯାଇଛି।

damage road
୫ଟି ଗାଁକୁ କାଳ ସାଜିଛି ୭ କିଲୋମିଟର ରାସ୍ତା, ଆନ୍ଧ୍ରରେ ମିଶିବାକୁ ଲୋକଙ୍କ ଚେତାବନୀ

୫ଟି ଗାଁକୁ କାଳ ସାଜିଛି ୭ କିଲୋମିଟର ରାସ୍ତା । ସବୁଦିନିଆ ରାସ୍ତା ନଥିବାରୁ ଶହ ଶହ ଲୋକେ ହଇରାଣ । ରାସ୍ତା ନଥିବାରୁ ଆନ୍ଧ୍ରରେ ମିଶିବାକୁ ଲୋକଙ୍କ ଚେତାବନୀ ।

bribe
ମାଟ୍ରିକ ସାର୍ଟିଫିକେଟ୍ ପାଇଁ ଲାଞ୍ଚ ନେଉଛନ୍ତି ପ୍ରଧାନଶିକ୍ଷକ,ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍

ମାଟ୍ରିକ ସାର୍ଟିଫିକେଟ୍ ପାଇଁ ଲାଞ୍ଚ ନେଉଛନ୍ତି ପ୍ରଧାନଶିକ୍ଷକ। ପ୍ରତି ପିଲା ପିଛା ଆଦାୟ ହେଉଥିଲା ୩ ଶହ ଟଙ୍କା । ତେଲକୋଇର ଏହି ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି।

  • Friday, 23 September 2022
  • Bribe
Teacher
ନିଆରା ପ୍ରତିବାଦ,ଜିଲ୍ଲା ଶିକ୍ଷାଧିକାରୀଙ୍କ ଅଫିସ୍‌ରେ ଝାଡୁ ମାରିଲେ ଶିକ୍ଷକ

DEO କାର୍ଯ୍ୟାଳୟରେ ଶିକ୍ଷକଙ୍କ ନିଆରା ପ୍ରତିବାଦ । ଝାଡ଼ୁ ମାରି ବିରୋଧ ପ୍ରଦର୍ଶନ କଲେ ଶିକ୍ଷକ ସଂଘ। ଭେଣ୍ଡିଆ ହାଇସ୍କୁଲର ପ୍ରଧାନଶିକ୍ଷକଙ୍କୁ ଝାଡ଼ୁ ମରାଇଥିଲେ ADEO । ପ୍ରଧାନଶିକ୍ଷକ ଝାଡ଼ୁ ମାରୁଥିବା ଫଟୋ ହୋଇଥିଲା ଭାଇରାଲ୍ ।

2 members of gang behind 'Mo Bus' pickpocketing arrested
ଧରାପଡ଼ିଲେ ‘ମୋ ବସ୍‌’ରେ ଚୋରି କରୁଥିବା ଲୁଟେରା

ଧରାପଡ଼ିଲେ ‘ମୋ ବସ୍‌’ରେ ଚୋରି କରୁଥିବା ଗ୍ୟାଙ୍ଗ। ୨ ଲୁଟେରାଙ୍କୁ କମିଶନରେଟ୍ ପୋଲିସ୍‌ ଗିରଫ କରିଛି।

farmer
ପ୍ରଥମେ ନିଜେ ଦାଦନ ଖଟୁଥିଲେ, ଏବେ ଚାଷ କରି ଲକ୍ଷ ଲକ୍ଷ ରୋଜଗାର କରୁଛନ୍ତି

ଦିନ ଥିଲା ଭଉଣୀ ବାହାଘର ପାଇଁ ନିଜ ଜମିକୁ ବନ୍ଧା ପକାଇଥିଲେ ମନୋଜ ।

Inhumanity
କି ଦୁଃଖ ! ବୁଢ଼ା ହେଲା ବୋଲି ପର ହୋଇଗଲା ବାପା, ରାସ୍ତାରେ ଫିଙ୍ଗିଦେଲା ପୁଅ

ପୁଅ ବୋହୁଙ୍କ କାରଣରୁ ଆଜି ମେଡିକାଲ ବେଡ୍‌ରେ ଅନାଥ ଭଳି ଶୋଇଛି ବୁଢା ବାପା ।

Doctor Scarcity
ବାଃରେ ବାଃରେ ବ୍ୟବସ୍ଥା; ଡାକ୍ତର ନଥିବାରୁ ମେଡିକାଲ ବନ୍ଦ..!

ଡାକ୍ତର ଛୁଟିରେ ଥିବାରୁ ୧୩ ସେପ୍ଟେମ୍ବର ଠାରୁ ୬ ନଭେମ୍ବର ପର୍ଯ୍ୟନ୍ତ ଏହି ବିଭାଗ ବନ୍ଦ ରହିବ । 

Jajpur Biraja Ratha Yatra
ଗଡିବ ବିଜୟା ରଥ, ପାପର ବିନାଶ ପୁଣ୍ୟର ପ୍ରତିଷ୍ଠା ଲାଗି ଗର୍ଭ ଗୃହରୁ ରଥଦାଣ୍ଡକୁ ଆସିବେ ମାଆ ବିରଜା

ମାଆଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତ ହେଲାଣି ଯାଜପୁର ସହର । ମାଆଙ୍କ ଆଗମନ ପାଇଁ ଚଳଚଂଚଳ ହେଲାଣି ରଥଦାଣ୍ଡ ।

Sarapancha Trainning
ସରପଞ୍ଚ ପଢ଼ୁଛନ୍ତି ବିକାଶର ପାଠ, ଏଣିକି ପଞ୍ଚାୟତ ପାଲଟିବ ସୁନା

ସମସ୍ତଙ୍କର ଗୋଟିଏ ଲକ୍ଷ୍ୟ ଆମେ ତାଲିମ୍‌ ନେବା, ଆଉ ନିଜ ପଂଚାୟତକୁ ଜିଲ୍ଲା ତଥା ରାଜ୍ୟରେ ଶ୍ରେଷ୍ଠ କରିବା ।

Orphan
ବାପା-ମାଆ ଆଉ ନାହାନ୍ତି, ଏବେ ଚିନ୍ତା କିଏ ସାହାରା ଦେବ ଏଇ ଦୁଇ ଝିଅଙ୍କୁ..

ଯିଏ ଏଇ ଦୁଇ ଭଉଣୀଙ୍କୁ ସଂସାରକୁ ଆଣିଥିଲେ ସିଏ ଆଜି ଅଫେରା ରାଇଜରେ.. ବାପା-ମାଆଙ୍କୁ ଯେତେ ମନେ ପକାଇଲେ ବି ସେମାନେ ଆସିବେନି ତଥାପି ମନ ବୁଝୁନି ।

HSRP Deadline
ସରିଆସୁଛି ଡେଡ୍‌ଲାଇନ୍, ବଢ଼ୁଛି ଟେନସନ୍‌; ମାସେ ପରେ ମିଳୁଛି ବୁକିଂ ଡେଟ୍‌

ବଡ଼ ଗଡ଼ବଡ଼ ନମ୍ବର ପ୍ଲେଟ୍ ଅଙ୍କ । ବିଗିଡ଼ିଯାଇଛି ଗଣିତ । ଆବେଦନର ସପ୍ତାହକ ମଧ୍ୟରେ ମିଳୁନି ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ । ସେପଟେ ସମୟ ଯେତେ ଗଡ଼ୁଛି, ଗାଡ଼ି ମାଲିକଙ୍କ ଚିନ୍ତା ସେତେ ବଢ଼ୁଛି ।

Bali Yatra
ବାଲିଯାତ୍ରାକୁ NGTର ଛାଟ, ୩୪ ଏକର ଜମିରେ ହେବ ଆୟୋଜନ

କେବଳ ୩୪ ଏକର ଜମି ବାଲିଯାତ୍ରା ପାଇଁ ରହିବ। ଉକ୍ତ ଅଞ୍ଚଳର ପରିମଳ ଓ ପରିଚ୍ଛନ୍ନତାକୁ ସୁନିଶ୍ଚିତ କରିବ ପ୍ରଶାସନ। ଅବଶିଷ୍ଟ ୩୯୨ ଏକର ଜମିରେ ଜଙ୍ଗଲ ଓ ବାୟୋଲଜିକାଲ ପାର୍କ ର୍ନିମାଣ ହେବ।

Commisionorate Police
ସାବଧାନ! ଏଥର ଦଶହରା ଖଟି ମନା, ପୋଲିସ ଚାହିଁ ରହିଛି

ପୂଜା ପୂର୍ବରୁ ସାବାଡ ହେବେ କ୍ରିମିନାଲ। ଆରମ୍ଭ ହୋଇଛି କମିଶନରେଟ୍ ପୋଲିସର ସ୍ପେଶାଲ ଡ୍ରାଇଭ୍। ଦଶହରାକୁ ଆଖି ଆଗରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସ୍ପେଶାଲ ଡ୍ରାଇଭ୍ କରାଯାଇଛି।

People suffer due to sans proper motorable road in Koraput
ଗାଁକୁ ରାସ୍ତା ନାହିଁ, କେମିତି ଯିବା କେମିତି ଆସିବା ?

ବର୍ଷା ଦିନ ଆସିଲେ ଗାଁକୁ ଯିବାକୁ ଇଚ୍ଛା କରୁନାହାନ୍ତି ଲୋକେ । ଯିଏ ଗାଁରେ ରହିଥାଏ ସିଏ ବାହାରିବାକୁ ବି ଚାହାନ୍ତି ନାହିଁ ।

 After 13 Years 89 Year Old Woman Get Pension Money
୮୯ ବର୍ଷୀୟ ବୃଦ୍ଧାଙ୍କୁ ମିଳିଲା ୧୬ ଲକ୍ଷ ପେନ୍‌ସନ୍‌ ଟଙ୍କା

ହାଇକୋର୍ଟଙ୍କ ରାୟ ପରେ ଶେଷରେ ୮୯ ବର୍ଷୀୟ ବୃଦ୍ଧାଙ୍କୁ ଏକାବେଳକେ ୨୬ ବର୍ଷର ବକେୟା ପେନ୍‌ସନ୍‌ ଟଙ୍କା ମିଳିଛି। ପେନ୍‌ସନ୍‌ ବାବଦକୁ ଥିବା ସମସ୍ତ ୧୬ ଲକ୍ଷ ୧ ହଜାର ୮୪୬ ଟଙ୍କା ପ୍ରଦାନ କରାଯାଇଛି।

School Problem
ସ୍କୁଲ ସମସ୍ୟା ନେଇ ଚାଲି ଚାଲି ବିଡିଓଙ୍କ ଅଫିସ୍‌ରେ ପହଞ୍ଚିଲେ ଛାତ୍ରଛାତ୍ରୀ

ରାୟଗଡ଼ା ଜିଲ୍ଲାରେ ଅଭାବନୀୟ ଘଟଣା । ବିଡିଓଙ୍କ ନିକଟରେ ସ୍କୁଲର ସମସ୍ୟା ନେଇ ଅଭିଯୋଗ କରିବାକୁ ୩ କିଲୋମିଟର ଚାଲି ଚାଲି ବ୍ଲକ୍‌ କାର୍ଯ୍ୟାଳୟ ଆସିଲେ ସ୍କୁଲ ଛାତ୍ରଛାତ୍ରୀ ।

Spurious medicines worth Rs 22 lakh seized in Cuttack
କଟକରୁ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ

ନକଲି ଔଷଧ ବିକ୍ରି ଧରିବାକୁ ଗତ ୩ ଦିନ ଧରି ରେଡ୍ ଚଳାଇଥିଲା ଡ୍ରଗ୍ସ କଣ୍ଟ୍ରୋଲର ଟିମ୍। ସହରର ୩ଟି ଫାର୍ମରେ ଚଢ଼ାଉ କରି ଡ୍ରଗ୍ସ କଣ୍ଟ୍ରୋଲର ଟିମ୍ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ କରିଛି। 

Panic Button Mandatory
ଗାଡ଼ିରେ ଲାଗିବ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ ଓ ପ୍ୟାନିକ୍ ବଟନ୍

ରାଜ୍ୟରେ ସର୍ବସାଧାରଣ ସେବାରେ ବ୍ୟବହାର ହେଉଥିବା ଯାନବାହନଗୁଡ଼ିକରେ ଖୁବଶୀଘ୍ର ଲାଗିବ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ ଓ ପ୍ୟାନିକ୍ ବଟନ୍। ରାସ୍ତାରେ ସୁରକ୍ଷିତ ଯାତ୍ରା ଲାଗି କେନ୍ଦ୍ର ସରକାର ୨୦୧୮ରେ ଆଣିଥିବା ଏହି ନିର୍ଦ୍ଦେଶକୁ ଏବେ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Special development council
ପଦାରେ ପଡ଼ିଲା ରାଜ୍ୟ ସରକାରଙ୍କ ଆଦିବାସୀ ପ୍ରୀତି

ପଦାରେ ପଡ଼ିଲା ରାଜ୍ୟ ସରକାରଙ୍କ ଆଦିବାସୀ ପ୍ରୀତି। ଗତ ନିର୍ବାଚନ ପୂର୍ବରୁ ଘୋଷଣା କଲେ ଆଉ ନିର୍ବାଚନ ପରେ ଭୁଲିଗଲେ।ଆମେ କହୁଛୁ ଆଦିବାସୀ ସ୍ବତନ୍ତ୍ର ବିକାଶ ପରିଷଦ କଥା। ସେପ୍ଟେମ୍ବର ୨୦୧୭ରେ ସରକାର ଘୋଷଣା କଲେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହେବ ଆଦିବାସୀ ସ୍ୱତନ୍ତ୍ର ବିକାଶ ପରିଷଦ।

Panic Button Mandatory
ଗାଡ଼ିରେ ଲାଗିବ ପ୍ୟାନିକ୍ ବଟନ୍: ଜାନୁଆରୀ ପହିଲାରୁ ବାଧ୍ୟତାମୂଳକ

କୌଣସି ପ୍ରକାର ଅସୁବିଧା କିମ୍ବା ଅସମୟରେ ଏହି ବଟନ୍ ଚିପିଲେ ତୁରନ୍ତ ଗାଡ଼ି ମାଲିକ, ନିକଟସ୍ଥ ଥାନା ଏବଂ ଅନ୍ୟ ପ୍ରାଧିକୃତ ସଂସ୍ଥା ନିକଟରେ ତୁରନ୍ତ ସୂଚନା ପହଞ୍ଚି ପାରିବ।