ରାୟଗଡ଼ା ଜିଲ୍ଲାରେ ଅଭାବନୀୟ ଘଟଣା । ବିଡିଓଙ୍କ ନିକଟରେ ସ୍କୁଲର ସମସ୍ୟା ନେଇ ଅଭିଯୋଗ କରିବାକୁ ୩ କିଲୋମିଟର ଚାଲି ଚାଲି ବ୍ଲକ୍ କାର୍ଯ୍ୟାଳୟ ଆସିଲେ ସ୍କୁଲ ଛାତ୍ରଛାତ୍ରୀ ।
ନକଲି ଔଷଧ ବିକ୍ରି ଧରିବାକୁ ଗତ ୩ ଦିନ ଧରି ରେଡ୍ ଚଳାଇଥିଲା ଡ୍ରଗ୍ସ କଣ୍ଟ୍ରୋଲର ଟିମ୍। ସହରର ୩ଟି ଫାର୍ମରେ ଚଢ଼ାଉ କରି ଡ୍ରଗ୍ସ କଣ୍ଟ୍ରୋଲର ଟିମ୍ ୨୨ ଲକ୍ଷ ଟଙ୍କାର ନକଲି ଔଷଧ ଜବତ କରିଛି।
ରାଜ୍ୟରେ ସର୍ବସାଧାରଣ ସେବାରେ ବ୍ୟବହାର ହେଉଥିବା ଯାନବାହନଗୁଡ଼ିକରେ ଖୁବଶୀଘ୍ର ଲାଗିବ ଭେଇକିଲ ଲୋକେସନ୍ ଟ୍ରାକିଂ ଡିଭାଇସ ଓ ପ୍ୟାନିକ୍ ବଟନ୍। ରାସ୍ତାରେ ସୁରକ୍ଷିତ ଯାତ୍ରା ଲାଗି କେନ୍ଦ୍ର ସରକାର ୨୦୧୮ରେ ଆଣିଥିବା ଏହି ନିର୍ଦ୍ଦେଶକୁ ଏବେ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପଦାରେ ପଡ଼ିଲା ରାଜ୍ୟ ସରକାରଙ୍କ ଆଦିବାସୀ ପ୍ରୀତି। ଗତ ନିର୍ବାଚନ ପୂର୍ବରୁ ଘୋଷଣା କଲେ ଆଉ ନିର୍ବାଚନ ପରେ ଭୁଲିଗଲେ।ଆମେ କହୁଛୁ ଆଦିବାସୀ ସ୍ବତନ୍ତ୍ର ବିକାଶ ପରିଷଦ କଥା। ସେପ୍ଟେମ୍ବର ୨୦୧୭ରେ ସରକାର ଘୋଷଣା କଲେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହେବ ଆଦିବାସୀ ସ୍ୱତନ୍ତ୍ର ବିକାଶ ପରିଷଦ।
କୌଣସି ପ୍ରକାର ଅସୁବିଧା କିମ୍ବା ଅସମୟରେ ଏହି ବଟନ୍ ଚିପିଲେ ତୁରନ୍ତ ଗାଡ଼ି ମାଲିକ, ନିକଟସ୍ଥ ଥାନା ଏବଂ ଅନ୍ୟ ପ୍ରାଧିକୃତ ସଂସ୍ଥା ନିକଟରେ ତୁରନ୍ତ ସୂଚନା ପହଞ୍ଚି ପାରିବ।
ଆଦିବାସୀଙ୍କୁ ଦରଦ ଦେଖାଇ ଭୁଲିଗଲେ କି ରାଜ୍ୟ ସରକାର? କୁଆଡେ ଗଲା ଆଦିବାସୀଙ୍କ ସ୍ୱାର୍ଥରେ ଗଠନ ହୋଇଥିବା ସ୍ୱତନ୍ତ୍ର ବିକାଶ ପରିଷଦ?
କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ ହୋଇଛି କାର୍ଯ୍ୟାନୁଷ୍ଠାନ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ସୁଜାତାରାଣୀ ମିଶ୍ରଙ୍କୁ ବଦଳି କରାଯାଇଛି।
ଯଦି ଟ୍ରାକିଂ ସିଷ୍ଟମ ଗାଡ଼ିରେ ଲାଗି ନଥିବ ତେବେ ଚୋରି ପରେ ଥାନାରେ ଅଭିଯୋଗ କଲେ ବି ତାକୁ ଗୁରୁତ୍ୱର ସହ ନିଆଯିବନି ବୋଲି ସୂଚନା ରହିଛି । ତେଣୁ ସମସ୍ତେ ସମସ୍ତଙ୍କ ଗାଡ଼ିରେ ଏହି ଦୁଇଟି ଯାକ ଡିଭାଇସ୍ ଲଗାଇବା ବାଧ୍ୟତା ମୂଳକ ।
‘ପାସପୋର୍ଟ ସେବା’ ମାଧ୍ୟମରେ ପାସପୋର୍ଟ ଆବେଦନ କରିବା ସହ ଆନୁଷଙ୍ଗିକ ସେବା ଖୁବ୍ ସହଜରେ ମିଳିପାରୁଛି ।
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...ଛୋଟିଆ ଦୋକାନରୁ ଯେତିକି ଲାଭ ହେଉଛି ସେତିକିରେ ପରିବାର ଚଳାଉଛନ୍ତି ହର.
ସିନେ ପ୍ରେମୀ ସବୁ ବେଳେ ସିନେମା ହଲକୁ ଯାଇ ଫିଲ୍ମ ଦେଖେ। ବହୁ ବର୍ଷ ଧରି ଅନେକ ସିନେମା ଦର୍ଶକ ଥିଏଟରରେ ଦେଖିଛନ୍ତି। ତେଣୁ ଦର୍ଶକଙ୍କୁ ଧନ୍ୟବାଦ ଜଣାଇବାକୁ ହଲ୍ ମାଲିକ ମାନେ ଏପରି ନିଷ୍ପତି ନେଇଛନ୍ତି।
ମାଳଭୂମିର ଦୁଇ ତାରକା ବଖାଣିଥିଲେ ନିଜର ଅନୁଭୂତି । ଯାହାକୁ ପ୍ରଶଂସକ ମନଭରି ଉପଭୋଗ କରି ଉଭୟଙ୍କ ସହ ସମୟ ବିତାଇଥିଲେ ।
ଛଅ ଛଅ ଜଣ ଡାକ୍ତର ହେଲେ ଆସୁନାହଁନ୍ତି ଡାକ୍ତରଖାନା । କଳଙ୍କି ଲାଗିଲାଣି ଅତ୍ୟାଧୁନିକ ଯନ୍ତ୍ରାଂଶ । ସାଧାରଣ ଲୋକଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ସରକାର 5Tରେ ଡିଣ୍ଡିମ ପିଟୁଥିବା ବେଳେ ଭଦ୍ରକ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ମନମାନି ପାଇଁ ରୋଗୀ ହନ୍ତସନ୍ତ ଅଭିଯୋଗ । ସେପଟେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଏକ କୋଭିଡ ହସ୍ପିଟାଲ ପାଲଟିଛି ଭୂତକୋଠି ।
ଯାଆଁଳ ବଦଳାଇ ଦେଲା ଜୀବନ। ମାଛ ଚାଷ କରି ନିଜେ ଲକ୍ଷପତି ହେବା ସହ ବେରୋଜଗାରିଆଙ୍କୁ ଦେଉଛନ୍ତି ରୋଜଗାର। ହୋଟେଲରୁ ଯେତିକି ନପାଇଥିଲେ ମାଛ ଚାଷରୁ ଡବଲ ଲାଭ ପାଇଲେ...
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
ବାଃ...ଏମିତି ସରପଞ୍ଚ ଥିଲେ ଗାଁ ଭିତରକୁ ପଶିପାରିବନି ରୋଗ...ନିଜେ ଟ୍ରଲି ଟ୍ରାକ୍ଟର କିଣି ଗାଁକୁ ଗାଁ ବୁଲି ଉଠାଉଛନ୍ତି ମଇଳା, ପକାଉଛନ୍ତି ବ୍ଲିଚିଂ ପାଉଡର। ବିନା ସରକାରୀ ସାହାଯ୍ୟରେ ସଫେଇ କର୍ମଚାରୀଙ୍କୁ ବି ଦେଉଛନ୍ତି ଦରମା...
ଦାମ ରାଉତଙ୍କ ଅନୁଭବରୁ ଅନୁଭୂତି ପୁସ୍ତକ ଉନ୍ମୋଚନ । ପୁସ୍ତକ ଉନ୍ମୋଚନରେ ବିଜେଡ଼ି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କଡା ମନ୍ତବ୍ୟ ଦେଇଛନ୍ତି ।
ଶ୍ରୀମନ୍ଦିର ପ୍ରାଶାସନିକ କୋଠାର ଉଚ୍ଚତାକୁ ନେଇ ବିବାଦ । ସର୍ବୋଚ୍ଚ ଉଚ୍ଚତା ୭ ମିଟର ୫୦ ସେଣ୍ଟିମିଟର ଭିତରେ ରଖିବାକୁ ଏନ୍ଏମ୍ଏର ସୁପାରିଶ। ଆପତ୍ତି ଜଣାଇ ସଂସ୍କୃତି ବିଭାଗକୁ ଚିଠି ଲେଖିଛି ଶ୍ରୀମନ୍ଦିର ପ୍ରଶାସନ ।
୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...
କଟକ ସିଡିଏ-୧୦ରେ ଏକ ଘରୋଇ ସ୍କୁଲ୍ ବସ୍ ଡିଭାଇଡରରେ ପିଟି ହୋଇଛି
ଟାଙ୍ଗରପାଲିର ଅତିରିକ୍ତ ତହସିଲଦାରଙ୍କ ଘରେ ଚାଲିଛି ରେଡ୍ । ଦ୍ୱିତୀୟ ଦିନ ପାଇଁ ଭିଜିଲାନ୍ସ ରେଡ୍ ଜାରି । ଠାବ ହେଲାଣି ୨କୋଟିରୁ ଅଧିକ ସମ୍ପତ୍ତି ।
କୁହାଯାଏ ସମସ୍ୟା ହିଁ ନୂଆ କିଛି କରିବାର ବାଟ ଦେଖେଇଥାଏ। ଏହାକୁ ଏବେ ସତ କରି ଦେଖେଇଛନ୍ତି ଜଣେ ବୃଦ୍ଧ ବାବା। ଗରମରୁ ରକ୍ଷା ପାଇବା ପାଇଁ ସେ ତାଙ୍କ ମୁଣ୍ଡରେ ଏକ ଫ୍ୟାନ୍ ଲଗେଇ ଦେଇଛନ୍ତି।
ନୂଆ ନୂଆ ଲାଗିବ ଏକାମ୍ର କ୍ଷେତ୍ର । ସଂରକ୍ଷଣ ଯୋଜନାରେ ଝଲସିବ ଐତିହ୍ୟର ଏନ୍ତୁଡି ଶାଳ ଏକାମ୍ର କ୍ଷେତ୍ର