ଆଦିବାସୀଙ୍କୁ ଦରଦ ଦେଖାଇ ଭୁଲିଗଲେ କି ରାଜ୍ୟ ସରକାର? କୁଆଡେ ଗଲା ଆଦିବାସୀଙ୍କ ସ୍ୱାର୍ଥରେ ଗଠନ ହୋଇଥିବା ସ୍ୱତନ୍ତ୍ର ବିକାଶ ପରିଷଦ?
କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ ହୋଇଛି କାର୍ଯ୍ୟାନୁଷ୍ଠାନ। କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ସୁଜାତାରାଣୀ ମିଶ୍ରଙ୍କୁ ବଦଳି କରାଯାଇଛି।
ଯଦି ଟ୍ରାକିଂ ସିଷ୍ଟମ ଗାଡ଼ିରେ ଲାଗି ନଥିବ ତେବେ ଚୋରି ପରେ ଥାନାରେ ଅଭିଯୋଗ କଲେ ବି ତାକୁ ଗୁରୁତ୍ୱର ସହ ନିଆଯିବନି ବୋଲି ସୂଚନା ରହିଛି । ତେଣୁ ସମସ୍ତେ ସମସ୍ତଙ୍କ ଗାଡ଼ିରେ ଏହି ଦୁଇଟି ଯାକ ଡିଭାଇସ୍ ଲଗାଇବା ବାଧ୍ୟତା ମୂଳକ ।
‘ପାସପୋର୍ଟ ସେବା’ ମାଧ୍ୟମରେ ପାସପୋର୍ଟ ଆବେଦନ କରିବା ସହ ଆନୁଷଙ୍ଗିକ ସେବା ଖୁବ୍ ସହଜରେ ମିଳିପାରୁଛି ।
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...ଛୋଟିଆ ଦୋକାନରୁ ଯେତିକି ଲାଭ ହେଉଛି ସେତିକିରେ ପରିବାର ଚଳାଉଛନ୍ତି ହର.
ସିନେ ପ୍ରେମୀ ସବୁ ବେଳେ ସିନେମା ହଲକୁ ଯାଇ ଫିଲ୍ମ ଦେଖେ। ବହୁ ବର୍ଷ ଧରି ଅନେକ ସିନେମା ଦର୍ଶକ ଥିଏଟରରେ ଦେଖିଛନ୍ତି। ତେଣୁ ଦର୍ଶକଙ୍କୁ ଧନ୍ୟବାଦ ଜଣାଇବାକୁ ହଲ୍ ମାଲିକ ମାନେ ଏପରି ନିଷ୍ପତି ନେଇଛନ୍ତି।
ମାଳଭୂମିର ଦୁଇ ତାରକା ବଖାଣିଥିଲେ ନିଜର ଅନୁଭୂତି । ଯାହାକୁ ପ୍ରଶଂସକ ମନଭରି ଉପଭୋଗ କରି ଉଭୟଙ୍କ ସହ ସମୟ ବିତାଇଥିଲେ ।
ଛଅ ଛଅ ଜଣ ଡାକ୍ତର ହେଲେ ଆସୁନାହଁନ୍ତି ଡାକ୍ତରଖାନା । କଳଙ୍କି ଲାଗିଲାଣି ଅତ୍ୟାଧୁନିକ ଯନ୍ତ୍ରାଂଶ । ସାଧାରଣ ଲୋକଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ସରକାର 5Tରେ ଡିଣ୍ଡିମ ପିଟୁଥିବା ବେଳେ ଭଦ୍ରକ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ମନମାନି ପାଇଁ ରୋଗୀ ହନ୍ତସନ୍ତ ଅଭିଯୋଗ । ସେପଟେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଏକ କୋଭିଡ ହସ୍ପିଟାଲ ପାଲଟିଛି ଭୂତକୋଠି ।
ଯାଆଁଳ ବଦଳାଇ ଦେଲା ଜୀବନ। ମାଛ ଚାଷ କରି ନିଜେ ଲକ୍ଷପତି ହେବା ସହ ବେରୋଜଗାରିଆଙ୍କୁ ଦେଉଛନ୍ତି ରୋଜଗାର। ହୋଟେଲରୁ ଯେତିକି ନପାଇଥିଲେ ମାଛ ଚାଷରୁ ଡବଲ ଲାଭ ପାଇଲେ...
ସ୍ୱାର୍ଥପର ମଣିଷ। ଦିନେ ଏଇ କୁକୁର ତାକୁ ସୁରକ୍ଷା ଦେଉଥିଲା ହେଲେ ଆଜି ତା’ ଦେହ ଖରାପ ହେଲା ବୋଲି ଅଧା ରାସ୍ତାରେ ଛାଡି ଦେଇ ପଳାଇଲା। ଚର୍ମ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହ ସଂଘର୍ଷ କରୁଛି ଏଇ ବିଦେଶୀ କୁକୁର...ଏମିତି ମାଲିକଙ୍କୁ କହିବେ କଣ?
ବାଃ...ଏମିତି ସରପଞ୍ଚ ଥିଲେ ଗାଁ ଭିତରକୁ ପଶିପାରିବନି ରୋଗ...ନିଜେ ଟ୍ରଲି ଟ୍ରାକ୍ଟର କିଣି ଗାଁକୁ ଗାଁ ବୁଲି ଉଠାଉଛନ୍ତି ମଇଳା, ପକାଉଛନ୍ତି ବ୍ଲିଚିଂ ପାଉଡର। ବିନା ସରକାରୀ ସାହାଯ୍ୟରେ ସଫେଇ କର୍ମଚାରୀଙ୍କୁ ବି ଦେଉଛନ୍ତି ଦରମା...
ଦାମ ରାଉତଙ୍କ ଅନୁଭବରୁ ଅନୁଭୂତି ପୁସ୍ତକ ଉନ୍ମୋଚନ । ପୁସ୍ତକ ଉନ୍ମୋଚନରେ ବିଜେଡ଼ି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କଡା ମନ୍ତବ୍ୟ ଦେଇଛନ୍ତି ।
ଶ୍ରୀମନ୍ଦିର ପ୍ରାଶାସନିକ କୋଠାର ଉଚ୍ଚତାକୁ ନେଇ ବିବାଦ । ସର୍ବୋଚ୍ଚ ଉଚ୍ଚତା ୭ ମିଟର ୫୦ ସେଣ୍ଟିମିଟର ଭିତରେ ରଖିବାକୁ ଏନ୍ଏମ୍ଏର ସୁପାରିଶ। ଆପତ୍ତି ଜଣାଇ ସଂସ୍କୃତି ବିଭାଗକୁ ଚିଠି ଲେଖିଛି ଶ୍ରୀମନ୍ଦିର ପ୍ରଶାସନ ।
୯୪ ବର୍ଷରେ ବି ହାରିନି ହରମାଉସୀ। ଘର ଖଣ୍ଡିଏ ପାଇଁ ବାରମ୍ବାର ଗୁହାରି ପରେ ବିଧାୟକ ସିନା ଘର କରିଦେଲେ ହେଲେ ଛାତ ପକାଇବାକୁ ଭୁଲି ଗଲେ। ଢୁ ଢୁ ବର୍ଷାରେ ପରପିଣ୍ଡାରେ ଶୋଉଛି ବୁଢୀ ମାଉସୀ...
କଟକ ସିଡିଏ-୧୦ରେ ଏକ ଘରୋଇ ସ୍କୁଲ୍ ବସ୍ ଡିଭାଇଡରରେ ପିଟି ହୋଇଛି
ଟାଙ୍ଗରପାଲିର ଅତିରିକ୍ତ ତହସିଲଦାରଙ୍କ ଘରେ ଚାଲିଛି ରେଡ୍ । ଦ୍ୱିତୀୟ ଦିନ ପାଇଁ ଭିଜିଲାନ୍ସ ରେଡ୍ ଜାରି । ଠାବ ହେଲାଣି ୨କୋଟିରୁ ଅଧିକ ସମ୍ପତ୍ତି ।
କୁହାଯାଏ ସମସ୍ୟା ହିଁ ନୂଆ କିଛି କରିବାର ବାଟ ଦେଖେଇଥାଏ। ଏହାକୁ ଏବେ ସତ କରି ଦେଖେଇଛନ୍ତି ଜଣେ ବୃଦ୍ଧ ବାବା। ଗରମରୁ ରକ୍ଷା ପାଇବା ପାଇଁ ସେ ତାଙ୍କ ମୁଣ୍ଡରେ ଏକ ଫ୍ୟାନ୍ ଲଗେଇ ଦେଇଛନ୍ତି।
ନୂଆ ନୂଆ ଲାଗିବ ଏକାମ୍ର କ୍ଷେତ୍ର । ସଂରକ୍ଷଣ ଯୋଜନାରେ ଝଲସିବ ଐତିହ୍ୟର ଏନ୍ତୁଡି ଶାଳ ଏକାମ୍ର କ୍ଷେତ୍ର
IAS ବାବୁଙ୍କ ସମ୍ପତ୍ତି କେତେ ? କେତେ ରହିଛି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ? ନା କେହି ତଥ୍ୟ ରଖୁଛନ୍ତି ନା ମିଳିପାରୁଛି ସ୍ପଷ୍ଟ ସୂଚନା । ଆମେ ଆପଣଙ୍କୁ ମନେ ପକାଇ ଦେଉଛୁ ଯେ, ୨୦୨୦ରେ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ୍ କରିଥିଲେ । ଯେଉଁଥିରେ କୁହାଯାଇଥିଲା ସରପଞ୍ଚଙ୍କଠୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ଯାଏଁ ସର୍ବସାଧାରଣରେ ପ୍ରକାଶ କରିବେ ସମ୍ପତ୍ତି ତାଲିକା ।
କିଟିକିଟି ଅନ୍ଧାର ଘର ଭିତରେ ଶୋଇଛି ୧୭ ବର୍ଷୀୟ ଦିବ୍ୟାଙ୍ଗ ପୁଅ। ହାତ ହଲୁନି କି ଗୋଡ ହଲୁନି...ମାଆ ଚାଲିଯିବା ପରେ ସବୁ ସେବା ଏବେ ବାପାଙ୍କ ଉପରେ। ଦିନସାରା ମଜୁରୀ ଖଟନ୍ତି...ଖରା ବେଳେ ଆସି ପୁଅର ସେବା କରନ୍ତି। ପାଖରେ ଟଙ୍କା ନଥିବାରୁ ପୁଅର ଚିକିତ୍ସା ବି ହେଇପାରୁନି କି ସରକାରଙ୍କ ପକ୍ଷରୁ ସହାୟତା ବି ମିଳୁନି...
ବାଃ ବାଃରେ ସରକାରୀ ସ୍କୁଲ। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଭାତ, ଡାଲମା ଓ ଅଣ୍ଡା ବଦଳରେ ମିଳୁଛି ୫ ଟଙ୍କିଆ ବିସ୍କୁଟ। ଅଧାଦିନ ଖାଇବା ପାଇଁ ବି ମିଳୁନି। ଖରାବେଳେ ସ୍କୁଲରେ ତାଲା ଠୁଙ୍କି ପଳାଉଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ।
କାରଣ ଏମିତି କିଛି ଭୁଲ ରହିଛି ଯାହା ଆପଣଙ୍କ ଅଜାଣତରେ ହେବ, ତେଣୁ ଆକାଉଣ୍ଟରୁ ଟଙ୍କା କଟୁଥିବ ହେଲେ ରିଚାର୍ଜ ହେଉନଥିବ ।
କେତେ ବିପଦପୂର୍ଣ୍ଣ ଭାବେ ଏହି କାଠଗଣ୍ଡି ବ୍ରିଜ୍ ଦେଇ ଯାହାୟତ କରୁଛନ୍ତି ଲୋକେ ତାହା ଆପଣ ନଦେଖି ମଧ୍ୟ ଅନୁମାନ କରିପାରୁଥିବେ ।